Shuru
Apke Nagar Ki App…
ପ୍ରେମ ପାଇଁ ଗଛ ଚଢ଼ିଲା ନାବାଳକ । ପ୍ରେମିକାକୁ ପାଇବା ଦାବିରେ ଅନୁଗୁଳ ଅମଲାପଡାରେ ନାଟକୀୟ ଘଟଣା । ପୁଲିସ ଓ ଦମକଳ ବାହିନୀର ହସ୍ତକ୍ଷେପରେ ଯୁବକଙ୍କୁ ସୁରକ୍ଷିତ ଉଦ୍ଧାର କରାଗଲା । ଦେବଗଡ଼ର ଏହି ନାବାଳକ ପୂର୍ବରୁ ପ୍ରେମିକା ସହ ପଳାଇଥିବା ସୂଚନା । ଗଣେଶ ପାଣିଗ୍ରାହୀ ରିପୋର୍ଟ
GANESH PANlGRAHl
ପ୍ରେମ ପାଇଁ ଗଛ ଚଢ଼ିଲା ନାବାଳକ । ପ୍ରେମିକାକୁ ପାଇବା ଦାବିରେ ଅନୁଗୁଳ ଅମଲାପଡାରେ ନାଟକୀୟ ଘଟଣା । ପୁଲିସ ଓ ଦମକଳ ବାହିନୀର ହସ୍ତକ୍ଷେପରେ ଯୁବକଙ୍କୁ ସୁରକ୍ଷିତ ଉଦ୍ଧାର କରାଗଲା । ଦେବଗଡ଼ର ଏହି ନାବାଳକ ପୂର୍ବରୁ ପ୍ରେମିକା ସହ ପଳାଇଥିବା ସୂଚନା । ଗଣେଶ ପାଣିଗ୍ରାହୀ ରିପୋର୍ଟ
More news from ଓଡ଼ିଶା and nearby areas
- ଗଞ୍ଜାମ ଜିଲ୍ଲା ପୋଲସରା ଓ ବୁଗୁଡ଼ା ରେ ବିଜେଡି ପାଳିଲା ବିଜୁବାବୁ ଙ୍କ ତିରୋଧାନ ଦିବସ ପୋଲସରା/ବୁଗୁଡ଼ା :- ପୋଲସରା ନିର୍ବାଚନ ମଣ୍ଡଳୀ ପୋଲସରା ଓ ବୁଗୁଡ଼ାରେ ବିଜେଡି ପକ୍ଷରୁ ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ରନାଥ ପ୍ରଧାନ ଓ ବୁଗୁଡ଼ା ନଗର ସଭାପତି କେ ତ୍ରିଲୋଚନ ଦୋରା ଙ୍କ ତତ୍ୱାବଧାନ ରେ ବିଜୁବାବୁ ଙ୍କ ୨୯ତମ ତିରୋଧାନ ଦିବସ ଆଜି ପାଳିତ ହୋଇଯାଇଛି । ଉକ୍ତ ଦୁଇ କାର୍ଯ୍ୟକ୍ରମ ରେ ପୂର୍ବତନ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗଦେଇ ପୋଲସରା ବସଷ୍ଟାଣ୍ଡ ଓ ବୁଗୁଡ଼ା ବସଷ୍ଟାଣ୍ଡ ଠାରେ ବିଜୁବାବୁ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରିବା ସହିତ ପୋଲସରା ଓ ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ରୋଗୀମାନଙ୍କୁ ଫଳ ବଣ୍ଟନ କରି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ । ବିଜେଡି ର ସମ୍ପୃକ୍ତ କାର୍ଯ୍ୟକ୍ରମରେ ବ୍ଲକ ଅଧକ୍ଷା କଳ୍ପନା କୁମାରୀ ପ୍ରଧାନ, ଉପାଧକ୍ଷ କାହ୍ନୁଚରଣ ପରିଡା, ଏନ୍ ଏ ସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ, ବିକ୍ରମ ନାୟକ,ନଗର ସଭାପତି ଗୋପାଳ ସାହାଣୀ,କନକ ରାଉତ,ବନ୍ଥପଲ୍ଲୀ ସରପଞ୍ଚ ପବିତ୍ର ରାଉତ,ବିଜୟ ସ୍ବାଇଁ,ଜକର ସରପଞ୍ଚ ଦୀପିକା ବାରିକ, ନିବାସୀ ପରିଡ଼ା,ନଗର ବିଜେଡି ସମ୍ପାଦକ ବାବୁଲା ପଟ୍ଟନାୟକ ଓ ବୁଗୁଡ଼ା ବ୍ଲକର ବ୍ଳକ ସଭାପତି ଖଦାଳ ଖଟେଇ, ସୁଧାଂଶୁ ଶେଖର ପାଢ଼ୀ,କବିରାଜ ଗୌଡ଼, ସୁବ୍ରତ ରାଖଲ ଦାସ, କିଶୋର ବେହେରା,ଚିକୁ ବାରିକ,ମନୋରଞ୍ଜନ ଦାସ, ଜିତେନ୍ଦ୍ର କୁମାର ନାୟକ, କାର୍ତ୍ତିକ ସାହାଣୀ, ସନ୍ମଥ ସାମଲ, ସୂର୍ଯ୍ୟନାରାୟଣ ମହାନ୍ତି,ହରିହର ବିଷୋୟୀ,ଭାଗ୍ଯଲତା ରାଉତ, ଚିତ୍ରସେନ ନାୟକ, ନାରାୟଣ ସାହୁ ସମେତ ବହୁ ବିଜୁ ପ୍ରେମୀ ଉପସ୍ଥିତ ଥିଲେ । ଗଣେଶ ପାଣିଗ୍ରାହୀ ରିପୋର୍ଟ1
- Post by Ganjam Khabar1
- କୃଷିଭିତ୍ତିକ ପର୍ବ ପବିତ୍ର ଅକ୍ଷୟ ତୃତୀୟା ଅବସରରେ କୁକୁଡ଼ାଖଣ୍ତି ବ୍ଳକ ଶିହଳା ପଞ୍ଚାୟତ ର ଏକ କ୍ଷେତ ରେ ଧାନ ବୁଣା ଅନୁକୂଳ କରିବାର ସୌଭାଗ୍ୟ ଲାଭ କରିଲି ଅଖି ମୁଠି ଅନୁକୂଳ କଲେ ଭାରପ୍ରାପ୍ତ ଅଧ୍ୟକ୍ଷା , ବିଡିଓ , ଅତିରିକ୍ତ ତହସିଲଦାର, ଗୋଗାଣ ଅଧିକାରୀ, ଗୋଷ୍ଠୀ କୃଷି ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।1
- ତା. 20/04/2026 ରିଖ ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ନିମାପଡା ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି ।ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୩୪ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୩୧ ଗୋଟି ବ୍ୟକ୍ତିଗତ,୩ ଗୋଟି ଗ୍ରାମ ସମ୍ବନ୍ଧୀୟ ରହିଥିଲା।ତତକ୍ଷଣାତ ୨ ଗୋଟି ଅଭିଯୋଗ ର ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ,,ଏସଡିପିଓ ଜନାର୍ଦ୍ଦନ ପାଢ଼ୀ, ନିମାପଡା ବିଡ଼ିଓ ଡ ଅଭିଜିତ ଷଡ଼ଙ୍ଗୀ,ସତହସିଲଦାର ଡ ମନୋଜ କୁମାର ପ୍ରଧାନ,ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ଆସନ୍ତା ୨୭ ତାରିଖ ପୂର୍ବାହ୍ନ ୭ ଘଟିକା ରୁ ୧୦ ଘଟିକା ପର୍ଯ୍ୟନ୍ତ କଣାସ ବ୍ଲକ ସମ୍ମିଳନୀ କକ୍ଷରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜଣାଯାଇଛି। ନିମାପଡା ରୁ ଦିପୁ ରଞ୍ଜନ ବେହେରା ଙ୍କ ରିପୋର୍ଟ କଳିଙ୍ଗ ସମ୍ବାଦ ଲାଇଭ, ଓଡିଶା ଭୁବନେଶ୍ୱର1
- ସ୍ଥାନ, ବିଷ୍ମଗିରି ଗ୍ରାମ ସୁବର୍ଣ୍ଣଗିରି 24ପହର ଅଖଣ୍ଡ ନାମ ସଂକୀର୍ତ୍ତନ ହେବ1
- କାର୍ଯ୍ୟ ରେ ଆସୁନାହିଁ ତାଳକଣି ଉପ ସ୍ୱାସ୍ଥ୍ୟକେନ୍ଦ୍ର,,, ଦିନରାତି ଜଳୁଛି ଷ୍ଟ୍ରିଟ୍ ଲାଇଟ୍,,, ଜଙ୍ଗଲ ପାଲଟିଛି ପାଣି ଟାଙ୍କି,,,, ସରପଞ୍ଚ ଙ୍କ ତାଳକଣି ଗ୍ରାମକୁ ଉପେକ୍ଷା,,1
- ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କୁ ସମ୍ବର୍ଦ୍ଧନା ଭାଜପା କର୍ମୀମାନେ ଜଣାଇଥିଲେ। ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ରାଜ୍ୟ ସ୍ତରୀୟ ପଦାଧିକାରୀ ମାନଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।ନୂତନ ଭାବରେ ମନୋନୀତ ଭାଜପା ଜିଲ୍ଲା ସଂଖ୍ୟାଲଘୁ ସଭାପତି ଙ୍କ ଅଧୀନରେ ଭାଜପା ପଂଚାୟତ ନିର୍ବାଚନ ରେ ଭଲ ପ୍ରଦର୍ଶନ କରିବ ବୋଲି ଭାଜପା କର୍ମୀ ଆଶା କରୁଛନ୍ତି।1
- ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନ ଅଧୀନ ମୁନିଗାଡି ଗାଁ ରେ ଜନଗଣନା ବେଳେ ଶିକ୍ଷୟତ୍ରୀ ଙ୍କୁ କାମୁଡ଼ିଲା ସାପ1