logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବାଲେଶ୍ୱରରେ ‘ସୋମନାଥ ସ୍ୱାଭିମାନ ପର୍ବ’ ଅନୁଷ୍ଠିତ : ଭାରତୀୟ ସଂସ୍କୃତି ଓ ସ୍ୱାଭିମାନର ଗୌରବ ଗାଥା ପ୍ରତିଧ୍ୱନିତ ବାଲେଶ୍ୱର, ୧୧/୦୫/୨୦୨୬ : ଜିଲ୍ଲା ପ୍ରଶାସନ, ବାଲେଶ୍ୱର ଏବଂ ସଂସ୍କୃତି ବିଭାଗ, ଓଡ଼ିଶା ସରକାରଙ୍କ ଯୁଗ୍ମ ଆୟୋଜନରେ ପୁରୁଣା ବାଲେଶ୍ୱରସ୍ଥିତ ପ୍ରସିଦ୍ଧ ବାଣେଶ୍ୱର ମନ୍ଦିର ପ୍ରାଙ୍ଗଣରେ ‘ସୋମନାଥ ସ୍ୱାଭିମାନ ପର୍ବ’ ଭବ୍ୟ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଭାରତର ସାଂସ୍କୃତିକ ପୁନରୁତ୍ଥାନ, ଐତିହ୍ୟ ଓ ଜାତୀୟ ସ୍ୱାଭିମାନର ପ୍ରତୀକ ସୋମନାଥ ମନ୍ଦିରର ଗୌରବମୟ ଇତିହାସକୁ ସ୍ମରଣ କରି ଏହି ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ଗୁଜୁରାଟସ୍ଥିତ ସୋମନାଥ ମନ୍ଦିରରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପୂଜାର୍ଚ୍ଚନାର ସିଧା ପ୍ରସାରଣ ଏବଂ ସୋମନାଥ ମନ୍ଦିରର ଭବ୍ୟତାକୁ ନେଇ ଏକ ଦୃଶ୍ୟାବଳୀ ପ୍ରଦର୍ଶିତ କରାଯାଇଥିଲା ତାପରେ ସେ ନିଜର ବାର୍ତ୍ତା ରଖିଥିଲେ। ‘ଅମୃତ ଆତ୍ମାର ଗୌରବ ଗାଥା’ ଶୀର୍ଷକରେ ଆୟୋଜିତ ଏହି ଉତ୍ସବରେ ଶତାଧିକ ଶ୍ରଦ୍ଧାଳୁ, ସ୍ଥାନୀୟ ବୁଦ୍ଧିଜୀବୀ ଓ ସଂସ୍କୃତିପ୍ରେମୀ ଯୋଗଦେଇଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବାଲେଶ୍ଵର ବିଧାୟକ ଶ୍ରୀ ମାନସ ଦତ୍ତ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ମାନ୍ୟବର ବାଲେଶ୍ୱର ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ସବିତା ସାହୁ, ସ୍ଥାନୀୟ ପାରିଷଦବୃନ୍ଦ ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତପନ କୁମାର ଖୁଣ୍ଟିଆ ଉପସ୍ଥିତ ଥିଲେ। ଜିଲ୍ଲା ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ୱରେ ଥିବା ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଜେନା କାର୍ଯ୍ୟକ୍ରମକୁ ସୁଚାରୁ ଭାବେ ପରିଚାଳନା କରିଥିଲେ। ଅତିଥିମାନେ ଦୀପ ପ୍ରଜ୍ୱଳନ କରିବା ସହ ସୋମନାଥଙ୍କ ମହିମା ଏବଂ ଭାରତୀୟ ସଂସ୍କୃତିର ସୁରକ୍ଷା ଓ ସଂରକ୍ଷଣ ପାଇଁ ସଂକଳ୍ପ ଗ୍ରହଣ କରିଥିଲେ। ଅତିଥିମାନେ ତାଙ୍କ ଉଦ୍ବୋଧନରେ କହିଥିଲେ ଯେ, ସୋମନାଥ ମନ୍ଦିର କେବଳ ଏକ ଧାର୍ମିକ ପୀଠ ନୁହେଁ, ବରଂ ଭାରତୀୟ ସଭ୍ୟତାର ସ୍ୱାଭିମାନ, ସଂଘର୍ଷ ଓ ପୁନରୁତ୍ଥାନର ଜୀବନ୍ତ ପ୍ରତୀକ। ଉଲ୍ଲେଖନୀୟ ଯେ, ୧୦୨୬ ମସିହାର ଆକ୍ରମଣର ୧୦୦୦ ବର୍ଷ ପୂର୍ତ୍ତି ଏବଂ ୧୯୫୧ ମସିହାରେ ସୋମନାଥ ମନ୍ଦିରର ପୁନଃନିର୍ମାଣର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ‘ସୋମନାଥ ସ୍ୱାଭିମାନ ପର୍ବ’ ପାଳନ କରାଯାଉଛି। ବାଣେଶ୍ୱର ମନ୍ଦିର ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ ଲୋକଙ୍କୁ ଭାରତର ଗୌରବମୟ ଇତିହାସ ଓ ସଂସ୍କୃତି ସହ ଅଧିକ ସଂଯୁକ୍ତ କରିବାକୁ ପ୍ରୟାସ କରାଯାଇଥିଲା। ସମଗ୍ର କାର୍ଯ୍ୟକ୍ରମଟି ଆଧ୍ୟାତ୍ମିକତା, ସଂସ୍କୃତି ଓ ଦେଶଭକ୍ତିର ଏକ ସୁନ୍ଦର ସମନ୍ୱୟ ସୃଷ୍ଟି କରିଥିଲା। ବାଲେଶ୍ୱର, ୧୧/୦୫/୨୦୨୬ : ଜିଲ୍ଲା ପ୍ରଶାସନ, ବାଲେଶ୍ୱର ଏବଂ ସଂସ୍କୃତି ବିଭାଗ, ଓଡ଼ିଶା ସରକାରଙ୍କ ଯୁଗ୍ମ ଆୟୋଜନରେ ପୁରୁଣା ବାଲେଶ୍ୱରସ୍ଥିତ ପ୍ରସିଦ୍ଧ ବାଣେଶ୍ୱର ମନ୍ଦିର ପ୍ରାଙ୍ଗଣରେ ‘ସୋମନାଥ ସ୍ୱାଭିମାନ ପର୍ବ’ ଭବ୍ୟ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଭାରତର ସାଂସ୍କୃତିକ ପୁନରୁତ୍ଥାନ, ଐତିହ୍ୟ ଓ ଜାତୀୟ ସ୍ୱାଭିମାନର ପ୍ରତୀକ ସୋମନାଥ ମନ୍ଦିରର ଗୌରବମୟ ଇତିହାସକୁ ସ୍ମରଣ କରି ଏହି ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ଗୁଜୁରାଟସ୍ଥିତ ସୋମନାଥ ମନ୍ଦିରରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପୂଜାର୍ଚ୍ଚନାର ସିଧା ପ୍ରସାରଣ ଏବଂ ସୋମନାଥ ମନ୍ଦିରର ଭବ୍ୟତାକୁ ନେଇ ଏକ ଦୃଶ୍ୟାବଳୀ ପ୍ରଦର୍ଶିତ କରାଯାଇଥିଲା ତାପରେ ସେ ନିଜର ବାର୍ତ୍ତା ରଖିଥିଲେ। ‘ଅମୃତ ଆତ୍ମାର ଗୌରବ ଗାଥା’ ଶୀର୍ଷକରେ ଆୟୋଜିତ ଏହି ଉତ୍ସବରେ ଶତାଧିକ ଶ୍ରଦ୍ଧାଳୁ, ସ୍ଥାନୀୟ ବୁଦ୍ଧିଜୀବୀ ଓ ସଂସ୍କୃତିପ୍ରେମୀ ଯୋଗଦେଇଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବାଲେଶ୍ଵର ବିଧାୟକ ଶ୍ରୀ ମାନସ ଦତ୍ତ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ମାନ୍ୟବର ବାଲେଶ୍ୱର ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ସବିତା ସାହୁ, ସ୍ଥାନୀୟ ପାରିଷଦବୃନ୍ଦ ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତପନ କୁମାର ଖୁଣ୍ଟିଆ ଉପସ୍ଥିତ ଥିଲେ। ଜିଲ୍ଲା ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ୱରେ ଥିବା ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଜେନା କାର୍ଯ୍ୟକ୍ରମକୁ ସୁଚାରୁ ଭାବେ ପରିଚାଳନା କରିଥିଲେ। ଅତିଥିମାନେ ଦୀପ ପ୍ରଜ୍ୱଳନ କରିବା ସହ ସୋମନାଥଙ୍କ ମହିମା ଏବଂ ଭାରତୀୟ ସଂସ୍କୃତିର ସୁରକ୍ଷା ଓ ସଂରକ୍ଷଣ ପାଇଁ ସଂକଳ୍ପ ଗ୍ରହଣ କରିଥିଲେ। ଅତିଥିମାନେ ତାଙ୍କ ଉଦ୍ବୋଧନରେ କହିଥିଲେ ଯେ, ସୋମନାଥ ମନ୍ଦିର କେବଳ ଏକ ଧାର୍ମିକ ପୀଠ ନୁହେଁ, ବରଂ ଭାରତୀୟ ସଭ୍ୟତାର ସ୍ୱାଭିମାନ, ସଂଘର୍ଷ ଓ ପୁନରୁତ୍ଥାନର ଜୀବନ୍ତ ପ୍ରତୀକ। ଉଲ୍ଲେଖନୀୟ ଯେ, ୧୦୨୬ ମସିହାର ଆକ୍ରମଣର ୧୦୦୦ ବର୍ଷ ପୂର୍ତ୍ତି ଏବଂ ୧୯୫୧ ମସିହାରେ ସୋମନାଥ ମନ୍ଦିରର ପୁନଃନିର୍ମାଣର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ‘ସୋମନାଥ ସ୍ୱାଭିମାନ ପର୍ବ’ ପାଳନ କରାଯାଉଛି। ବାଣେଶ୍ୱର ମନ୍ଦିର ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ ଲୋକଙ୍କୁ ଭାରତର ଗୌରବମୟ ଇତିହାସ ଓ ସଂସ୍କୃତି ସହ ଅଧିକ ସଂଯୁକ୍ତ କରିବାକୁ ପ୍ରୟାସ କରାଯାଇଥିଲା। ସମଗ୍ର କାର୍ଯ୍ୟକ୍ରମଟି ଆଧ୍ୟାତ୍ମିକତା, ସଂସ୍କୃତି ଓ ଦେଶଭକ୍ତିର ଏକ ସୁନ୍ଦର ସମନ୍ୱୟ ସୃଷ୍ଟି କରିଥିଲା।

3 hrs ago
user_Journalist Harishankar Jena
Journalist Harishankar Jena
Media company ବାଲେଶ୍ୱର ସଦର, ବାଲେଶ୍ୱର, ଓଡ଼ିଶା•
3 hrs ago
f948c3e0-ebb7-46b3-91b9-0386705579d6

ବାଲେଶ୍ୱରରେ ‘ସୋମନାଥ ସ୍ୱାଭିମାନ ପର୍ବ’ ଅନୁଷ୍ଠିତ : ଭାରତୀୟ ସଂସ୍କୃତି ଓ ସ୍ୱାଭିମାନର ଗୌରବ ଗାଥା ପ୍ରତିଧ୍ୱନିତ ବାଲେଶ୍ୱର, ୧୧/୦୫/୨୦୨୬ : ଜିଲ୍ଲା ପ୍ରଶାସନ, ବାଲେଶ୍ୱର ଏବଂ ସଂସ୍କୃତି ବିଭାଗ, ଓଡ଼ିଶା ସରକାରଙ୍କ ଯୁଗ୍ମ ଆୟୋଜନରେ ପୁରୁଣା ବାଲେଶ୍ୱରସ୍ଥିତ ପ୍ରସିଦ୍ଧ ବାଣେଶ୍ୱର ମନ୍ଦିର ପ୍ରାଙ୍ଗଣରେ ‘ସୋମନାଥ ସ୍ୱାଭିମାନ ପର୍ବ’ ଭବ୍ୟ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଭାରତର ସାଂସ୍କୃତିକ ପୁନରୁତ୍ଥାନ, ଐତିହ୍ୟ ଓ ଜାତୀୟ ସ୍ୱାଭିମାନର ପ୍ରତୀକ ସୋମନାଥ ମନ୍ଦିରର ଗୌରବମୟ ଇତିହାସକୁ ସ୍ମରଣ କରି ଏହି ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ଗୁଜୁରାଟସ୍ଥିତ ସୋମନାଥ ମନ୍ଦିରରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପୂଜାର୍ଚ୍ଚନାର ସିଧା ପ୍ରସାରଣ ଏବଂ ସୋମନାଥ ମନ୍ଦିରର ଭବ୍ୟତାକୁ ନେଇ ଏକ ଦୃଶ୍ୟାବଳୀ ପ୍ରଦର୍ଶିତ କରାଯାଇଥିଲା ତାପରେ ସେ ନିଜର ବାର୍ତ୍ତା ରଖିଥିଲେ। ‘ଅମୃତ ଆତ୍ମାର ଗୌରବ ଗାଥା’ ଶୀର୍ଷକରେ ଆୟୋଜିତ ଏହି ଉତ୍ସବରେ ଶତାଧିକ ଶ୍ରଦ୍ଧାଳୁ, ସ୍ଥାନୀୟ ବୁଦ୍ଧିଜୀବୀ ଓ ସଂସ୍କୃତିପ୍ରେମୀ ଯୋଗଦେଇଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବାଲେଶ୍ଵର ବିଧାୟକ ଶ୍ରୀ ମାନସ ଦତ୍ତ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ମାନ୍ୟବର ବାଲେଶ୍ୱର ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ସବିତା ସାହୁ, ସ୍ଥାନୀୟ ପାରିଷଦବୃନ୍ଦ ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତପନ କୁମାର ଖୁଣ୍ଟିଆ ଉପସ୍ଥିତ ଥିଲେ। ଜିଲ୍ଲା ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ୱରେ ଥିବା ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଜେନା କାର୍ଯ୍ୟକ୍ରମକୁ ସୁଚାରୁ ଭାବେ ପରିଚାଳନା କରିଥିଲେ। ଅତିଥିମାନେ ଦୀପ ପ୍ରଜ୍ୱଳନ କରିବା ସହ ସୋମନାଥଙ୍କ ମହିମା ଏବଂ

9649ca52-442a-43a8-84a3-89bca02ffdc2

ଭାରତୀୟ ସଂସ୍କୃତିର ସୁରକ୍ଷା ଓ ସଂରକ୍ଷଣ ପାଇଁ ସଂକଳ୍ପ ଗ୍ରହଣ କରିଥିଲେ। ଅତିଥିମାନେ ତାଙ୍କ ଉଦ୍ବୋଧନରେ କହିଥିଲେ ଯେ, ସୋମନାଥ ମନ୍ଦିର କେବଳ ଏକ ଧାର୍ମିକ ପୀଠ ନୁହେଁ, ବରଂ ଭାରତୀୟ ସଭ୍ୟତାର ସ୍ୱାଭିମାନ, ସଂଘର୍ଷ ଓ ପୁନରୁତ୍ଥାନର ଜୀବନ୍ତ ପ୍ରତୀକ। ଉଲ୍ଲେଖନୀୟ ଯେ, ୧୦୨୬ ମସିହାର ଆକ୍ରମଣର ୧୦୦୦ ବର୍ଷ ପୂର୍ତ୍ତି ଏବଂ ୧୯୫୧ ମସିହାରେ ସୋମନାଥ ମନ୍ଦିରର ପୁନଃନିର୍ମାଣର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ‘ସୋମନାଥ ସ୍ୱାଭିମାନ ପର୍ବ’ ପାଳନ କରାଯାଉଛି। ବାଣେଶ୍ୱର ମନ୍ଦିର ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ ଲୋକଙ୍କୁ ଭାରତର ଗୌରବମୟ ଇତିହାସ ଓ ସଂସ୍କୃତି ସହ ଅଧିକ ସଂଯୁକ୍ତ କରିବାକୁ ପ୍ରୟାସ କରାଯାଇଥିଲା। ସମଗ୍ର କାର୍ଯ୍ୟକ୍ରମଟି ଆଧ୍ୟାତ୍ମିକତା, ସଂସ୍କୃତି ଓ ଦେଶଭକ୍ତିର ଏକ ସୁନ୍ଦର ସମନ୍ୱୟ ସୃଷ୍ଟି କରିଥିଲା। ବାଲେଶ୍ୱର, ୧୧/୦୫/୨୦୨୬ : ଜିଲ୍ଲା ପ୍ରଶାସନ, ବାଲେଶ୍ୱର ଏବଂ ସଂସ୍କୃତି ବିଭାଗ, ଓଡ଼ିଶା ସରକାରଙ୍କ ଯୁଗ୍ମ ଆୟୋଜନରେ ପୁରୁଣା ବାଲେଶ୍ୱରସ୍ଥିତ ପ୍ରସିଦ୍ଧ ବାଣେଶ୍ୱର ମନ୍ଦିର ପ୍ରାଙ୍ଗଣରେ ‘ସୋମନାଥ ସ୍ୱାଭିମାନ ପର୍ବ’ ଭବ୍ୟ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଭାରତର ସାଂସ୍କୃତିକ ପୁନରୁତ୍ଥାନ, ଐତିହ୍ୟ ଓ ଜାତୀୟ ସ୍ୱାଭିମାନର ପ୍ରତୀକ ସୋମନାଥ ମନ୍ଦିରର ଗୌରବମୟ ଇତିହାସକୁ ସ୍ମରଣ କରି ଏହି ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ଗୁଜୁରାଟସ୍ଥିତ ସୋମନାଥ ମନ୍ଦିରରୁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପୂଜାର୍ଚ୍ଚନାର ସିଧା ପ୍ରସାରଣ ଏବଂ ସୋମନାଥ ମନ୍ଦିରର ଭବ୍ୟତାକୁ ନେଇ ଏକ ଦୃଶ୍ୟାବଳୀ ପ୍ରଦର୍ଶିତ କରାଯାଇଥିଲା ତାପରେ ସେ ନିଜର ବାର୍ତ୍ତା ରଖିଥିଲେ। ‘ଅମୃତ

c25c0bf7-8baa-4eb4-a24b-32985ddc059c

ଆତ୍ମାର ଗୌରବ ଗାଥା’ ଶୀର୍ଷକରେ ଆୟୋଜିତ ଏହି ଉତ୍ସବରେ ଶତାଧିକ ଶ୍ରଦ୍ଧାଳୁ, ସ୍ଥାନୀୟ ବୁଦ୍ଧିଜୀବୀ ଓ ସଂସ୍କୃତିପ୍ରେମୀ ଯୋଗଦେଇଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବାଲେଶ୍ଵର ବିଧାୟକ ଶ୍ରୀ ମାନସ ଦତ୍ତ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ମାନ୍ୟବର ବାଲେଶ୍ୱର ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ସବିତା ସାହୁ, ସ୍ଥାନୀୟ ପାରିଷଦବୃନ୍ଦ ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତପନ କୁମାର ଖୁଣ୍ଟିଆ ଉପସ୍ଥିତ ଥିଲେ। ଜିଲ୍ଲା ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ୱରେ ଥିବା ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଜେନା କାର୍ଯ୍ୟକ୍ରମକୁ ସୁଚାରୁ ଭାବେ ପରିଚାଳନା କରିଥିଲେ। ଅତିଥିମାନେ ଦୀପ ପ୍ରଜ୍ୱଳନ କରିବା ସହ ସୋମନାଥଙ୍କ ମହିମା ଏବଂ ଭାରତୀୟ ସଂସ୍କୃତିର ସୁରକ୍ଷା ଓ ସଂରକ୍ଷଣ ପାଇଁ ସଂକଳ୍ପ ଗ୍ରହଣ କରିଥିଲେ। ଅତିଥିମାନେ ତାଙ୍କ ଉଦ୍ବୋଧନରେ କହିଥିଲେ ଯେ, ସୋମନାଥ ମନ୍ଦିର କେବଳ ଏକ ଧାର୍ମିକ ପୀଠ ନୁହେଁ, ବରଂ ଭାରତୀୟ ସଭ୍ୟତାର ସ୍ୱାଭିମାନ, ସଂଘର୍ଷ ଓ ପୁନରୁତ୍ଥାନର ଜୀବନ୍ତ ପ୍ରତୀକ। ଉଲ୍ଲେଖନୀୟ ଯେ, ୧୦୨୬ ମସିହାର ଆକ୍ରମଣର ୧୦୦୦ ବର୍ଷ ପୂର୍ତ୍ତି ଏବଂ ୧୯୫୧ ମସିହାରେ ସୋମନାଥ ମନ୍ଦିରର ପୁନଃନିର୍ମାଣର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ‘ସୋମନାଥ ସ୍ୱାଭିମାନ ପର୍ବ’ ପାଳନ କରାଯାଉଛି। ବାଣେଶ୍ୱର ମନ୍ଦିର ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସ୍ଥାନୀୟ ଲୋକଙ୍କୁ ଭାରତର ଗୌରବମୟ ଇତିହାସ ଓ ସଂସ୍କୃତି ସହ ଅଧିକ ସଂଯୁକ୍ତ କରିବାକୁ ପ୍ରୟାସ କରାଯାଇଥିଲା। ସମଗ୍ର କାର୍ଯ୍ୟକ୍ରମଟି ଆଧ୍ୟାତ୍ମିକତା, ସଂସ୍କୃତି ଓ ଦେଶଭକ୍ତିର ଏକ ସୁନ୍ଦର ସମନ୍ୱୟ ସୃଷ୍ଟି କରିଥିଲା।

More news from ଓଡ଼ିଶା and nearby areas
  • Post by DINA AUTO NEWS 6290245160
    1
    Post by DINA AUTO NEWS  6290245160
    user_DINA AUTO NEWS  6290245160
    DINA AUTO NEWS 6290245160
    ଓଉପଦା, ବାଲେଶ୍ୱର, ଓଡ଼ିଶା•
    16 hrs ago
  • *ବିଜେଡି ମହିଳାଙ୍କ ଗର୍ଜନ, କୋଟପାଡ଼ରେ ବିଜେପି ଉପରେ ବର୍ଷଣ* ଆପଣଙ୍କ ଅଞ୍ଚଳର ସମସ୍ତ ଖବର ଦେଖିବା ଏବଂ ଖବର ସେୟାର କରି ରୋଜଗାର କରିବା ପାଇଁ ଶୁରୁ ଆପ୍
    1
    *ବିଜେଡି ମହିଳାଙ୍କ ଗର୍ଜନ, କୋଟପାଡ଼ରେ ବିଜେପି ଉପରେ ବର୍ଷଣ*

ଆପଣଙ୍କ ଅଞ୍ଚଳର ସମସ୍ତ ଖବର ଦେଖିବା ଏବଂ ଖବର ସେୟାର କରି ରୋଜଗାର କରିବା ପାଇଁ ଶୁରୁ ଆପ୍
    user_Sanjaykumarbarik
    Sanjaykumarbarik
    Chef ସିମିଳିଆ, ବାଲେଶ୍ୱର, ଓଡ଼ିଶା•
    2 hrs ago
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶ ଭକ୍ତିରେ ମଗ୍ନ ହୋଇ ସମସ୍ତ ଦେଶବାସୀଙ୍କୁ ଭୂମିଷ୍ଠ ପ୍ରଣାମ କରିଛନ୍ତି। ଏହି ଅଭିନବ ପ୍ରଣାମ ତାଙ୍କର ଦେଶ ପ୍ରତି ଥିବା ଅନୁରାଗକୁ ପ୍ରତିଫଳିତ କରିଛି।
    1
    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶ ଭକ୍ତିରେ ମଗ୍ନ ହୋଇ ସମସ୍ତ ଦେଶବାସୀଙ୍କୁ ଭୂମିଷ୍ଠ ପ୍ରଣାମ କରିଛନ୍ତି। ଏହି ଅଭିନବ ପ୍ରଣାମ ତାଙ୍କର ଦେଶ ପ୍ରତି ଥିବା ଅନୁରାଗକୁ ପ୍ରତିଫଳିତ କରିଛି।
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    22 hrs ago
  • ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଛୋଟ ବଡ଼ ଖବର ଏବେ ଆପଣଙ୍କ ଆଙ୍ଗୁଠି ଟିପରେ ଉପଲବ୍ଧ। ଏକ ଛୋଟ ପ୍ରୟାସ ଜରିଆରେ, ଜିଲ୍ଲାର ପ୍ରତିଟି ଗାଁ ଏବଂ ସହରର ତାଜା ଖବର ପହଞ୍ଚାଇବା ଏହାର ଲକ୍ଷ୍ୟ। ଅଧିକ ସୂଚନା ପାଇଁ ୭୦୦୮୯୪୪୭୦୩ ନମ୍ବରରେ ଯୋଗାଯୋଗ କରିପାରିବେ।
    1
    ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଛୋଟ ବଡ଼ ଖବର ଏବେ ଆପଣଙ୍କ ଆଙ୍ଗୁଠି ଟିପରେ ଉପଲବ୍ଧ। ଏକ ଛୋଟ ପ୍ରୟାସ ଜରିଆରେ, ଜିଲ୍ଲାର ପ୍ରତିଟି ଗାଁ ଏବଂ ସହରର ତାଜା ଖବର ପହଞ୍ଚାଇବା ଏହାର ଲକ୍ଷ୍ୟ। ଅଧିକ ସୂଚନା ପାଇଁ ୭୦୦୮୯୪୪୭୦୩ ନମ୍ବରରେ ଯୋଗାଯୋଗ କରିପାରିବେ।
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    23 hrs ago
  • माननीय मंत्री सूर्यवंशी सुरज ने धामनगर विधानसभा क्षेत्र में विभिन्न विकासात्मक परियोजनाओं का किया उद्घाटन एवं शिलान्यास माननीय मंत्री सूर्यवंशी सुरज ने धामनगर विधानसभा क्षेत्र में विभिन्न विकासात्मक परियोजनाओं का किया उद्घाटन एवं शिलान्यास
    1
    माननीय मंत्री सूर्यवंशी सुरज ने धामनगर विधानसभा क्षेत्र में विभिन्न विकासात्मक परियोजनाओं का किया उद्घाटन एवं शिलान्यास
माननीय मंत्री सूर्यवंशी सुरज ने धामनगर विधानसभा क्षेत्र में विभिन्न विकासात्मक परियोजनाओं का किया उद्घाटन एवं शिलान्यास
    user_Paritran times
    Paritran times
    ତିହିଡ଼ି, ଭଦ୍ରକ, ଓଡ଼ିଶା•
    1 hr ago
  • ମୟୁରଭଞ୍ଜ ଜିଲ୍ଲା ଶିମିଳିପାଳ ପାଦଦେଶ ଦେବାକୁଣ୍ଡ ଜଳ ପ୍ରପାତ ର ଦୃଶ୍ୟ
    1
    ମୟୁରଭଞ୍ଜ ଜିଲ୍ଲା ଶିମିଳିପାଳ ପାଦଦେଶ ଦେବାକୁଣ୍ଡ ଜଳ ପ୍ରପାତ ର ଦୃଶ୍ୟ
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    28 min ago
  • ରାୟରଙ୍ଗପୁରରେ ପଣ୍ଡିତ ଦୀନଦୟାଲ ଉପାଧ୍ଯାୟ ପ୍ରଶିକ୍ଷଣ ମହାଅଭିଯାନ ସଫଳତାର ସହ ଉଦ୍‌ଯାପିତ ହୋଇଛି। ଏହି କାର୍ଯ୍ୟକ୍ରମ ଅଞ୍ଚଳବାସୀଙ୍କୁ ବିଭିନ୍ନ କ୍ଷେତ୍ରରେ ତାଲିମ ପ୍ରଦାନ କରିଥିଲା।
    1
    ରାୟରଙ୍ଗପୁରରେ ପଣ୍ଡିତ ଦୀନଦୟାଲ ଉପାଧ୍ଯାୟ ପ୍ରଶିକ୍ଷଣ ମହାଅଭିଯାନ ସଫଳତାର ସହ ଉଦ୍‌ଯାପିତ ହୋଇଛି। ଏହି କାର୍ଯ୍ୟକ୍ରମ ଅଞ୍ଚଳବାସୀଙ୍କୁ ବିଭିନ୍ନ କ୍ଷେତ୍ରରେ ତାଲିମ ପ୍ରଦାନ କରିଥିଲା।
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    9 hrs ago
  • Post by DINA AUTO NEWS 6290245160
    1
    Post by DINA AUTO NEWS  6290245160
    user_DINA AUTO NEWS  6290245160
    DINA AUTO NEWS 6290245160
    ଓଉପଦା, ବାଲେଶ୍ୱର, ଓଡ଼ିଶା•
    16 hrs ago
  • ଓଡ଼ିଶାର ବାଲେଶ୍ୱର ଜିଲ୍ଲା ଶୀମୁଳିଆରେ ଧାନ ପଞ୍ଜୀକରଣକୁ ନେଇ କୃଷକମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଚାଷୀମାନେ ପଞ୍ଜୀକରଣ ପ୍ରକ୍ରିୟାରେ ବିଳମ୍ବ ଓ ଅନିୟମିତତା ନେଇ ଅଭିଯୋଗ କରିଛନ୍ତି, ଯାହା ଫସଲ ବିକ୍ରିକୁ ପ୍ରଭାବିତ କରୁଛି।
    1
    ଓଡ଼ିଶାର ବାଲେଶ୍ୱର ଜିଲ୍ଲା ଶୀମୁଳିଆରେ ଧାନ ପଞ୍ଜୀକରଣକୁ ନେଇ କୃଷକମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଚାଷୀମାନେ ପଞ୍ଜୀକରଣ ପ୍ରକ୍ରିୟାରେ ବିଳମ୍ବ ଓ ଅନିୟମିତତା ନେଇ ଅଭିଯୋଗ କରିଛନ୍ତି, ଯାହା ଫସଲ ବିକ୍ରିକୁ ପ୍ରଭାବିତ କରୁଛି।
    user_Sanjaykumarbarik
    Sanjaykumarbarik
    Chef ସିମିଳିଆ, ବାଲେଶ୍ୱର, ଓଡ଼ିଶା•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.