Shuru
Apke Nagar Ki App…
କଟକରେ ଗୁଳିକାଣ୍ଡ, ଯୁବକଙ୍କ ମୃତ୍ୟୁ। କଟକ ନୂଆପଡା ପ୍ରେସ କଲୋନୀରେ ଗୁଳିକାଣ୍ଡ। ଗୁଳିମାଡ଼ରେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ସୌମ୍ୟ ରଞ୍ଜନ ଜେନା ଓରଫ ଲିଙ୍କୁ। ନୂଆପଡା ପ୍ରେସ କଲୋନୀ ନିକଟରେ ଦୁର୍ବୃତ୍ତମାନେ ସୌମ୍ୟରଞ୍ଜନ ଉପରକୁ ଗୁଳିମାଡ କରିଥିଲେ । ଏଥିରେ ସୌମ୍ୟ ଗୁରୁତର ହୋଇଥିଲ । ଗୁରୁତର ଅବସ୍ଥାରେ ତାଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ଗୁଳିମାଡର କାରଣ ଅସ୍ପଷ୍ଟ ରହିଛି।
Amrit Prasad Das

More news from ଓଡ଼ିଶା and nearby areas
- କଟକ ନୂଆପଡ଼ା ପ୍ରେସ କଲୋନୀରେ ଗୁଳିକାଣ୍ଡ ଘଟିଥିବା ଘରର ତାଲା ଭାଙ୍ଗି ଘର ଭିତରେ ପଶିଲେ ସାଇଣ୍ଟଫିକ ଟିମ୍ ଓ ପୋଲିସ।1
- କଟକ ର ଜଣେ ଯୁବକ ଙ୍କୁ ହତ୍ୟା କାଣ୍ଡ। କଣ ପାଈଁ ଘଟିଛି ଏ ନେଇ ତଦନ୍ତ କରୁଛି ପୋଲିସ୍। ଘଟଣା ସ୍ଥଳ ରୁ ମେଡିକାଲ ଆଣିବା ପରେ ଜଣା ପଡିଥିଲା ଯୁବକ ଙ୍କ ର ମୃତ୍ୟୁ ଘଟିଛି।4
- ତାଳଚେର ସରକାରୀ ମେଡିକାଲ କ୍ରିୟାନୁଷ୍ଠାନ କମିଟିର ଧାରଣା ଦେଇଛନ୍ତି ଭୁବନେଶ୍ୱର PMG ଠାରେ ।।1
- Post by Gagan Bhoi1
- Post by Dhenkanal News1
- ଢେଙ୍କାନାଳ ଜିଲ୍ଲା ସଦର ବ୍ଲକର ଶହଶହ ଛଦେଶବାସୀ ଆଜି ଭାପୁରଠାରେ ରାସ୍ତାରୁ ସଂପୂର୍ଣ୍ଣ ବନ୍ଦ କରି ଦେଇଥିଲେ। ଛଦେଶ ବ୍ଲକ ଗଠନ ମୁଖ୍ୟ ଦାବି ଥିବାବେଳେ ଅଞ୍ଚଳର ଉନ୍ନତି ତଥା ଭାପୁର ଫାଣ୍ତି ଥାନାରେ ପରିଣତ କରିବା। ଦମକଳ କେନ୍ଦ୍ର ସ୍ଥାପନ, ଚିକିତ୍ସାଳୟରେ ବିଭିନ୍ନ ଚିକିତ୍ସା ସୁବିଧା ଆଦି ଦାବିଗୁଡିକୁ ନେଇ ବନ୍ଦ କରାଯାଇଥିଲା । ଜିଲ୍ଲାପ୍ରଶାସନ ପକ୍ଷରୁ ଶାନ୍ତିଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ୍ ମୁତୟନ କରାଯାଇଥିଲା। ଶେଷରେ ଅତିରିକ୍ତ ତହସିଲଦାରଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏସଡିପିଓ ଏବଂ ପୋଲିସ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ ।1
- Olden Warriors Play, Kerela.1
- କଟକ ନୂଆପଡା ପ୍ରେସ କଲୋନୀରେ ଗୁଳିକାଣ୍ଡ। ଗୁଳିମାଡ଼ରେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ସୌମ୍ୟ ରଞ୍ଜନ ଜେନା ଓରଫ ଲିଙ୍କୁ। ନୂଆପଡା ପ୍ରେସ କଲୋନୀ ନିକଟରେ ଦୁର୍ବୃତ୍ତମାନେ ସୌମ୍ୟରଞ୍ଜନ ଉପରକୁ ଗୁଳିମାଡ କରିଥିଲେ । ଏଥିରେ ସୌମ୍ୟ ଗୁରୁତର ହୋଇଥିଲ । ଗୁରୁତର ଅବସ୍ଥାରେ ତାଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ଗୁଳିମାଡର କାରଣ ଅସ୍ପଷ୍ଟ ରହିଛି।1