logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପୁରୀ ଜିଲ୍ଲା ସ୍ତରୀୟ ସୁପୋଷିତ କର୍ମଶାଳା ଅନୁଷ୍ଠିତ ପୁରୀ ୨୧/୨ କୁପୋଷଣ କୁ ଦୂରେଇ ସମସ୍ତଙ୍କୁ ସୁପୋଷିତ କରିବା ସରକାରଙ୍କ ଲକ୍ଷ୍ୟ।ଏଥିପାଇଁ ଅଙ୍ଗନବାଡି ସ୍ତରରୁ ଉଦ୍ୟମ ଆରମ୍ଭ ହୋଇଛି ବୋଲି କହିଛନ୍ତି ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି।ଆଜି ପୂର୍ବାହ୍ନରେ ସଦଭାବନା ସଭାଗୃହ ଠାରେ ସମାଜ କଲ୍ୟାଣ ବିଭାଗ ପକ୍ଷରୁ ସୁପୋଷଣ ସମ୍ପର୍କରେ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ ହୋଇଥିଲା।ଏହାକୁ ଉଦଘାଟନ କରି ଶ୍ରୀ ପୃଷ୍ଟି ଶିଶୁ ମାନଙ୍କୁ ଉପଯୁକ୍ତ ପୁଷ୍ଟିକର ଖାଦ୍ୟ ଯୋଗାଣ ସହ ସୁସ୍ଥ ଓ ସୁନ୍ଦର ସ୍ବାସ୍ଥ୍ୟ ର ଅଧିକାରୀ ଯେପରି ସେମାନେ ହୋଇ ପାରିବେ ସେଥି ପ୍ରତି ସରକାର ବ୍ୟବସ୍ଥା କରିଛନ୍ତି।ଏହାକୁ ଯେପରି ଅଧିକ ଲୋକାଭିମୁଖୀ ଓ ସରଳ ପ୍ରକ୍ରିୟାରେ ଉପଯୋଗ କରାଯାଇ ପାରିବ ସେଥି ଲାଗି ଏହି ପ୍ରଶିକ୍ଷଣ ଶିବିର ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ।ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଶୁଭେଚ୍ଛା ବାର୍ତ୍ତା ଓ ସୁପୋଷଣ ର ମହତ୍ତ୍ୱ ସମ୍ପର୍କରେ ଭିଡିଓ ବାର୍ତ୍ତା କୁ ଉପସ୍ଥାପନ କରାଯାଇଥିଲା।ଏଥିରେ ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ସୁପୋଷଣ ର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ।ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ତନୁପ୍ରଭା ବେଉରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କର୍ମଶାଳାରେ ରାଜ୍ୟ ସ୍ତରୀୟ ମାଷ୍ଟର ଟ୍ରେନର ହୃଦୟ ପ୍ରଦୀପ ଓ ଇଶିକା ସୁପୋଷଣ ର ଉପଯୋଗ, ଅଙ୍ଗନବାଡ଼ି ରେ ତାହାର କାର୍ଯ୍ୟ କାରିତା, ପ୍ରତି ମାସର ପ୍ରଥମ ଓ ତୃତୀୟ ଶନିବାରକୁ ସମ୍ପ୍ରଦାୟ ଦିବସ ଭାବେ ପାଳନର ରୂପରେଖ ସମ୍ପର୍କରେ ଆଲୋଚନା କରିଥିଲେ।କାର୍ଯ୍ୟକ୍ରମ ରେ ପ୍ରୋଗ୍ରାମ ଅଫିସର ସୁହାଗୀ ହେମ୍ରମ, ସୁପରଭାଇଜର ଚନ୍ଦ୍ରପ୍ରଭା ଦେଇ, ବାଲ୍ୟବତୀ ମହାନ୍ତି, ପୋଷଣ ର ଡିପିସି ସସ୍ମିତା କର୍ମକାର,ସମସ୍ତ ସିଡିପିଓ, ସୁପରଭାଇଜର ପ୍ରମୁଖ ଅଂଶ ଗ୍ରହଣ କରିଥିଲେ।ପ୍ରାରମ୍ଭରେ ସୁପୋଷଣ ଶପଥ ପାଠ କରାଯାଇଥିଲା।

1 hr ago
user_Manoj kumar baliyarsingh
Manoj kumar baliyarsingh
ସାମ୍ବାଦିକ ପୁରୀ (M), ପୁରୀ, ଓଡ଼ିଶା•
1 hr ago

ପୁରୀ ଜିଲ୍ଲା ସ୍ତରୀୟ ସୁପୋଷିତ କର୍ମଶାଳା ଅନୁଷ୍ଠିତ ପୁରୀ ୨୧/୨ କୁପୋଷଣ କୁ ଦୂରେଇ ସମସ୍ତଙ୍କୁ ସୁପୋଷିତ କରିବା ସରକାରଙ୍କ ଲକ୍ଷ୍ୟ।ଏଥିପାଇଁ ଅଙ୍ଗନବାଡି ସ୍ତରରୁ ଉଦ୍ୟମ ଆରମ୍ଭ ହୋଇଛି ବୋଲି କହିଛନ୍ତି ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି।ଆଜି ପୂର୍ବାହ୍ନରେ ସଦଭାବନା ସଭାଗୃହ ଠାରେ ସମାଜ କଲ୍ୟାଣ ବିଭାଗ ପକ୍ଷରୁ ସୁପୋଷଣ ସମ୍ପର୍କରେ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ ହୋଇଥିଲା।ଏହାକୁ ଉଦଘାଟନ କରି ଶ୍ରୀ ପୃଷ୍ଟି

ଶିଶୁ ମାନଙ୍କୁ ଉପଯୁକ୍ତ ପୁଷ୍ଟିକର ଖାଦ୍ୟ ଯୋଗାଣ ସହ ସୁସ୍ଥ ଓ ସୁନ୍ଦର ସ୍ବାସ୍ଥ୍ୟ ର ଅଧିକାରୀ ଯେପରି ସେମାନେ ହୋଇ ପାରିବେ ସେଥି ପ୍ରତି ସରକାର ବ୍ୟବସ୍ଥା କରିଛନ୍ତି।ଏହାକୁ ଯେପରି ଅଧିକ ଲୋକାଭିମୁଖୀ ଓ ସରଳ ପ୍ରକ୍ରିୟାରେ ଉପଯୋଗ କରାଯାଇ ପାରିବ ସେଥି ଲାଗି ଏହି ପ୍ରଶିକ୍ଷଣ ଶିବିର ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ।ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଶୁଭେଚ୍ଛା ବାର୍ତ୍ତା ଓ

ସୁପୋଷଣ ର ମହତ୍ତ୍ୱ ସମ୍ପର୍କରେ ଭିଡିଓ ବାର୍ତ୍ତା କୁ ଉପସ୍ଥାପନ କରାଯାଇଥିଲା।ଏଥିରେ ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ ସୁପୋଷଣ ର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ।ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ତନୁପ୍ରଭା ବେଉରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କର୍ମଶାଳାରେ ରାଜ୍ୟ ସ୍ତରୀୟ ମାଷ୍ଟର ଟ୍ରେନର ହୃଦୟ ପ୍ରଦୀପ ଓ ଇଶିକା ସୁପୋଷଣ

ର ଉପଯୋଗ, ଅଙ୍ଗନବାଡ଼ି ରେ ତାହାର କାର୍ଯ୍ୟ କାରିତା, ପ୍ରତି ମାସର ପ୍ରଥମ ଓ ତୃତୀୟ ଶନିବାରକୁ ସମ୍ପ୍ରଦାୟ ଦିବସ ଭାବେ ପାଳନର ରୂପରେଖ ସମ୍ପର୍କରେ ଆଲୋଚନା କରିଥିଲେ।କାର୍ଯ୍ୟକ୍ରମ ରେ ପ୍ରୋଗ୍ରାମ ଅଫିସର ସୁହାଗୀ ହେମ୍ରମ, ସୁପରଭାଇଜର ଚନ୍ଦ୍ରପ୍ରଭା ଦେଇ, ବାଲ୍ୟବତୀ ମହାନ୍ତି, ପୋଷଣ ର ଡିପିସି ସସ୍ମିତା କର୍ମକାର,ସମସ୍ତ ସିଡିପିଓ, ସୁପରଭାଇଜର ପ୍ରମୁଖ ଅଂଶ ଗ୍ରହଣ କରିଥିଲେ।ପ୍ରାରମ୍ଭରେ ସୁପୋଷଣ ଶପଥ ପାଠ କରାଯାଇଥିଲା।

More news from ଓଡ଼ିଶା and nearby areas
  • Post by Manoj kumar baliyarsingh
    4
    Post by Manoj kumar baliyarsingh
    user_Manoj kumar baliyarsingh
    Manoj kumar baliyarsingh
    ସାମ୍ବାଦିକ ପୁରୀ (M), ପୁରୀ, ଓଡ଼ିଶା•
    1 hr ago
  • Jay Jagannath 🙏
    1
    Jay Jagannath 🙏
    user_Rajesh Samantaray
    Rajesh Samantaray
    Bank Sadar, Puri•
    4 hrs ago
  • India.
    1
    India.
    user_Susanta Kumar Patnaik
    Susanta Kumar Patnaik
    Building society ଜଟଣୀ, ଖୋର୍ଦ୍ଧା, ଓଡ଼ିଶା•
    11 hrs ago
  • ବିଧାୟକଙ୍କ ଖର୍ଚ୍ଚ ମାସକୁ ୮/୧୦ ଲକ୍ଷ.. ଦରମା ବଢ଼ୁନଥିବାରୁ ମନଦୁଃଖ କଲେ ଆସ୍କା ବିଧାୟକ ସରୋଜ ପାଢ଼ୀ #AskaMLA #SalaryHike #OdishaPolitics #Aska #OdishaAssembly #SarojPadhi
    1
    ବିଧାୟକଙ୍କ ଖର୍ଚ୍ଚ ମାସକୁ ୮/୧୦ ଲକ୍ଷ.. 
ଦରମା ବଢ଼ୁନଥିବାରୁ ମନଦୁଃଖ କଲେ ଆସ୍କା ବିଧାୟକ ସରୋଜ ପାଢ଼ୀ
#AskaMLA #SalaryHike #OdishaPolitics #Aska #OdishaAssembly #SarojPadhi
    user_Odisha khabar
    Odisha khabar
    Bhubaneswar (M.Corp.), Khordha•
    24 min ago
  • ଭୁବନେଶ୍ୱର: ଓଡ଼ିଶା ବିଧାନସଭାରେ ଆଜି 2026-27 ବର୍ଷ ପାଇଁ ବଜେଟ ଉପସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ଏହା ପୂର୍ବରୁ ସେ ବଜେଟ ବାକ୍ସ ଧରି ବାଚସ୍ପତି ସୁରମା ପାଢ଼ୀ ଓ ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କୁ ସାକ୍ଷାତ କରିଥିଲେ l ଦେଖନ୍ତୁ ଭିଡ଼ିଓl
    1
    ଭୁବନେଶ୍ୱର: ଓଡ଼ିଶା ବିଧାନସଭାରେ ଆଜି 2026-27 ବର୍ଷ ପାଇଁ ବଜେଟ ଉପସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ଏହା ପୂର୍ବରୁ ସେ ବଜେଟ ବାକ୍ସ ଧରି ବାଚସ୍ପତି ସୁରମା ପାଢ଼ୀ ଓ ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କୁ ସାକ୍ଷାତ କରିଥିଲେ l ଦେଖନ୍ତୁ ଭିଡ଼ିଓl
    user_Saroj Kumar Mohapatra
    Saroj Kumar Mohapatra
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    16 hrs ago
  • କେହି ଜଣେ ବ୍ୟକ୍ତି ଖାନ୍ ନଗର ସ୍ଥିତ ମା ଦକ୍ଷିଣ କାଳୀ ଙ୍କ ମନ୍ଦିର ସମ୍ମୁଖ ରେ ବୁଲେଟ ରଖି ଯାଇଥିଲେ ହେଲେ କୌଣସି କାରଣ ବଶତଃ ବୁଲେଟ ଟିରେ ନିଆଁ ଲାଗି ଯାଇଥିଲା ଯାହାଫଳରେ ଚାହୁଁ ଚାହୁଁ ବୁଲେଟ ଟି ଜଳି ନଷ୍ଟ ହୋଇଯାଇଥିଲା।
    1
    କେହି ଜଣେ ବ୍ୟକ୍ତି ଖାନ୍ ନଗର ସ୍ଥିତ ମା ଦକ୍ଷିଣ  କାଳୀ ଙ୍କ ମନ୍ଦିର ସମ୍ମୁଖ ରେ ବୁଲେଟ ରଖି ଯାଇଥିଲେ ହେଲେ କୌଣସି କାରଣ ବଶତଃ ବୁଲେଟ ଟିରେ ନିଆଁ ଲାଗି ଯାଇଥିଲା ଯାହାଫଳରେ ଚାହୁଁ ଚାହୁଁ ବୁଲେଟ ଟି ଜଳି ନଷ୍ଟ ହୋଇଯାଇଥିଲା।
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    5 hrs ago
  • କଟକ ମଧୁପାଟଣା ଛକରେ ରାସ୍ତା ମଝିରେ ବସ୍ ରଖି ଲୋକ ଚଢାଇବା ପଡ଼ିଲା ମହଙ୍ଗା। ଦିନକୁ ଦିନ ବଢ଼ିବାରେ ଲାଗିଛି ବସ୍ ବାଲାଙ୍କ ଗୁଣ୍ଡଗର୍ଦୀ ଯୋଉଠି ଇଚ୍ଛା ରାସ୍ତା ମଝିରେ ବସ୍ ଅଟକାଇଲେ ଲୋକ ଚଢ଼ାଇଲେ। ବିଗତ ଦିନରେ ଏଇଥିପାଇଁ ଦୁଇ ଜଣ ନିରୀହ ଲୋକଙ୍କର ଜୀବନ ଯାଇଛି ଏହି ବସ୍ ଵାଲାଙ୍କ ପାଇଁ। ସେଥିପାଇଁ ଆଜି କଟକ ମଧୁପାଟଣା ଛକ ନିକଟରେ ରାସ୍ତା ଉପରେ ବସ୍ ରଖି ଲୋକ ଉଠାଉଥିବା ବେଳେ ଧରିନେଲେ ଟ୍ରାଫିକ ବାବୁ।
    1
    କଟକ ମଧୁପାଟଣା ଛକରେ ରାସ୍ତା ମଝିରେ ବସ୍ ରଖି ଲୋକ ଚଢାଇବା ପଡ଼ିଲା ମହଙ୍ଗା। ଦିନକୁ ଦିନ ବଢ଼ିବାରେ ଲାଗିଛି ବସ୍ ବାଲାଙ୍କ ଗୁଣ୍ଡଗର୍ଦୀ ଯୋଉଠି ଇଚ୍ଛା ରାସ୍ତା ମଝିରେ ବସ୍ ଅଟକାଇଲେ ଲୋକ ଚଢ଼ାଇଲେ। ବିଗତ ଦିନରେ ଏଇଥିପାଇଁ ଦୁଇ ଜଣ ନିରୀହ ଲୋକଙ୍କର ଜୀବନ ଯାଇଛି ଏହି ବସ୍ ଵାଲାଙ୍କ ପାଇଁ। ସେଥିପାଇଁ ଆଜି କଟକ ମଧୁପାଟଣା ଛକ ନିକଟରେ ରାସ୍ତା ଉପରେ ବସ୍ ରଖି ଲୋକ ଉଠାଉଥିବା ବେଳେ ଧରିନେଲେ ଟ୍ରାଫିକ ବାବୁ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    7 hrs ago
  • Post by Manoj kumar baliyarsingh
    4
    Post by Manoj kumar baliyarsingh
    user_Manoj kumar baliyarsingh
    Manoj kumar baliyarsingh
    ସାମ୍ବାଦିକ ପୁରୀ (M), ପୁରୀ, ଓଡ଼ିଶା•
    9 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.