logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗୋପପାଲି ରେ ଗ୍ରାମୀଣ ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ -୧୮୦ ଜଣ ଙ୍କୁ ହେଲା କାର୍ଡ ବଣ୍ଟନ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତ ର ଗୋପପାଲି ରେ ବୁଧୁବାର ଦିନ ଗ୍ରାମୀଣ ମୃତ୍ତିକା ସ୍ୱାସ୍ଥ୍ୟକାର୍ଡ ବଣ୍ଟନ କରାଯାଇଛି। ସୋନପୁର ସ୍ଥିତ ଇଣ୍ଟିଗ୍ରେଟେଡ ଫାରମର ପ୍ରଡ୍ୟୁସର କମ୍ପାନୀ ତରଫରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର ଜିଲ୍ଲା କୃଷୀ ଅଧିକାରୀ ଘନଶ୍ୟାମ ଦେହୁରୀ, ମୃତ୍ତିକା ରସାୟନବିଦ ପୂର୍ଣ୍ଣିମା ବିଶ୍ୱାଳ,ସହକାରୀ ଉଦ୍ୟାନ କୃଷି ଅଧିକାରୀ ପ୍ରିୟଦର୍ଶନୀ ସେଠୀ,ଗ୍ରାମୀଣ ମୃତ୍ତିକା ପରୀକ୍ଷାଗାର ସଂଯୋଜକ ଯଜ୍ଞେଶ୍ଵର ନାଏକ,ଭ୍ରାମ୍ୟମାଣ ମୃତ୍ତିକା ପରୀକ୍ଷାଗାର ସଂଯୋଜକ ଆଲୋକ ମିଶ୍ର ପ୍ରମୁଖ ଉପସ୍ଥିତ ରହି ଚାଷୀ ମାନଙ୍କୁ ମୃତ୍ତିକା ସ୍ୱାସ୍ଥ୍ୟକାର୍ଡ ଉପରେ ଆଲୋଚନା କରିବା ସହିତ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିଥିଲେ। ଅଞ୍ଚଳର ପ୍ରାୟ ୧୮୦ ଜଣ ଙ୍କୁ ଏହି ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମ କୁ ପରିଚାଳନା ରେ ଦୁର୍ଯ୍ୟୋଧନ ଡ଼ାଙ୍ଗ, ବଦ୍ୟନାଥ ସେଠୀ, ଶଙ୍କର୍ଷଣ ଛନ୍ଦ,ସରସ୍ୱତୀ ଡ଼ାଙ୍ଗ,ଚିନ୍ମୟ ପାଣିଗ୍ରାହୀ, ଅଭିଲାଷୀ ମେଣ୍ଡିଲୀ ପ୍ରମୁଖ ସହଯୋଗ କରିଥିଲେ।

on 12 March
user_Pitambar Sahu
Pitambar Sahu
Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
on 12 March
5a155a79-9424-46a2-8a4c-5471103ec566

ଗୋପପାଲି ରେ ଗ୍ରାମୀଣ ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ -୧୮୦ ଜଣ ଙ୍କୁ ହେଲା କାର୍ଡ ବଣ୍ଟନ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତ ର ଗୋପପାଲି ରେ ବୁଧୁବାର ଦିନ ଗ୍ରାମୀଣ ମୃତ୍ତିକା ସ୍ୱାସ୍ଥ୍ୟକାର୍ଡ ବଣ୍ଟନ କରାଯାଇଛି। ସୋନପୁର ସ୍ଥିତ ଇଣ୍ଟିଗ୍ରେଟେଡ ଫାରମର ପ୍ରଡ୍ୟୁସର କମ୍ପାନୀ ତରଫରୁ ଅନୁଷ୍ଠିତ

a57883ee-e7f5-4cf8-a00a-2347897221d3

ଏହି କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର ଜିଲ୍ଲା କୃଷୀ ଅଧିକାରୀ ଘନଶ୍ୟାମ ଦେହୁରୀ, ମୃତ୍ତିକା ରସାୟନବିଦ ପୂର୍ଣ୍ଣିମା ବିଶ୍ୱାଳ,ସହକାରୀ ଉଦ୍ୟାନ କୃଷି ଅଧିକାରୀ ପ୍ରିୟଦର୍ଶନୀ ସେଠୀ,ଗ୍ରାମୀଣ ମୃତ୍ତିକା ପରୀକ୍ଷାଗାର ସଂଯୋଜକ ଯଜ୍ଞେଶ୍ଵର ନାଏକ,ଭ୍ରାମ୍ୟମାଣ ମୃତ୍ତିକା ପରୀକ୍ଷାଗାର ସଂଯୋଜକ ଆଲୋକ ମିଶ୍ର ପ୍ରମୁଖ ଉପସ୍ଥିତ ରହି ଚାଷୀ ମାନଙ୍କୁ ମୃତ୍ତିକା ସ୍ୱାସ୍ଥ୍ୟକାର୍ଡ ଉପରେ ଆଲୋଚନା

a03a7e1b-ba2a-49da-a24e-75977b7bc4ac

କରିବା ସହିତ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିଥିଲେ। ଅଞ୍ଚଳର ପ୍ରାୟ ୧୮୦ ଜଣ ଙ୍କୁ ଏହି ମୃତ୍ତିକା ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମ କୁ ପରିଚାଳନା ରେ ଦୁର୍ଯ୍ୟୋଧନ ଡ଼ାଙ୍ଗ, ବଦ୍ୟନାଥ ସେଠୀ, ଶଙ୍କର୍ଷଣ ଛନ୍ଦ,ସରସ୍ୱତୀ ଡ଼ାଙ୍ଗ,ଚିନ୍ମୟ ପାଣିଗ୍ରାହୀ, ଅଭିଲାଷୀ ମେଣ୍ଡିଲୀ ପ୍ରମୁଖ ସହଯୋଗ କରିଥିଲେ।

More news from ଓଡ଼ିଶା and nearby areas
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଚମ୍ପାମାଲ ରେ ଚାଲିଥିବା ରାମାୟଣ ନାଟକ ରେ ମହିରାବଣ ବଧ ଗିତିନାଟ୍ୟ ଅଭିନିତ।
    1
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଚମ୍ପାମାଲ ରେ ଚାଲିଥିବା ରାମାୟଣ ନାଟକ ରେ ମହିରାବଣ ବଧ ଗିତିନାଟ୍ୟ ଅଭିନିତ।
    user_Shree News
    Shree News
    ବୀରମହାରାଜପୁର, ସୋନପୁର, ଓଡ଼ିଶା•
    35 min ago
  • Post by Pitambar Sahu
    2
    Post by Pitambar Sahu
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    5 hrs ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • ସସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଵ୍ଳକ କଲାପଥର ଵଜରଙ୍ଗ ଦଲ ଦ୍ଵାରା ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଅବସରରେ ବିଶାଳ ବାଇକ ରେଲି ଶହ ଶହ କର୍ମୀ ଯୋଗଦେଲେ ।
    2
    ସସୁବର୍ଣ୍ଣପୁର ଜିଲ୍ଲା  ଉଲୁଣ୍ଡା ଵ୍ଳକ କଲାପଥର ଵଜରଙ୍ଗ ଦଲ ଦ୍ଵାରା ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଅବସରରେ ବିଶାଳ ବାଇକ ରେଲି ଶହ ଶହ କର୍ମୀ ଯୋଗଦେଲେ ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • ସୁବର୍ଣ୍ଣପୁର: ସାମ୍ବାଦିକ ସମ୍ମିଳନୀରେ ପ୍ରତିକ୍ରିୟା ରଖିଲେ ଏସପି ନାରାୟଣ ନାୟକ ଫାର୍ମ ହାଉସ ରୁ ଗଞ୍ଜେଇ ଜବତ କରିବା ନେଇ ରଖିଲେ ପ୍ରତିକ୍ରିୟା
    1
    ସୁବର୍ଣ୍ଣପୁର: ସାମ୍ବାଦିକ ସମ୍ମିଳନୀରେ ପ୍ରତିକ୍ରିୟା ରଖିଲେ ଏସପି ନାରାୟଣ ନାୟକ
ଫାର୍ମ ହାଉସ ରୁ ଗଞ୍ଜେଇ ଜବତ କରିବା ନେଇ ରଖିଲେ ପ୍ରତିକ୍ରିୟା
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • Post by SONEPUR NEWS
    1
    Post by SONEPUR NEWS
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    21 hrs ago
  • ମଙ୍ଗଳବାର ହନୁମାନ ଜୟନ୍ତୀ ଥିବା ବେଳେ ଆଜି ବୌଦ୍ଧ ଜିଲ୍ଲା ହିନ୍ଦୁ ଯୁବା ମୋର୍ଚ୍ଚା ପକ୍ଷରୁ ହନୁମାନ ଜୟନ୍ତୀ ଉପଲକ୍ଷେ ବିରାଟ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବୌଦ୍ଧ ବ୍ରିଜ୍ ଛକରୁ ବାଇକ୍ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିବା ବେଳେ ଏଥିରେ ଅନେକ ଲୋକ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା ।
    1
    ମଙ୍ଗଳବାର ହନୁମାନ ଜୟନ୍ତୀ ଥିବା ବେଳେ ଆଜି ବୌଦ୍ଧ ଜିଲ୍ଲା ହିନ୍ଦୁ ଯୁବା ମୋର୍ଚ୍ଚା ପକ୍ଷରୁ ହନୁମାନ ଜୟନ୍ତୀ ଉପଲକ୍ଷେ ବିରାଟ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବୌଦ୍ଧ ବ୍ରିଜ୍ ଛକରୁ ବାଇକ୍ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିବା ବେଳେ ଏଥିରେ ଅନେକ ଲୋକ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା ।
    user_Ranjan Kumar Dash
    Ranjan Kumar Dash
    ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    15 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହରିହର ଯୋର ଠେଙ୍ଗୋଡ୍ୟାମ ଠାରେ ବାବା ରାମେଶ୍ଵର ଙ୍କ ମେରୁଦଣ୍ଡ ଅନୁଷ୍ଠିତ।
    1
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହରିହର ଯୋର ଠେଙ୍ଗୋଡ୍ୟାମ ଠାରେ ବାବା ରାମେଶ୍ଵର ଙ୍କ ମେରୁଦଣ୍ଡ ଅନୁଷ୍ଠିତ।
    user_Shree News
    Shree News
    ବୀରମହାରାଜପୁର, ସୋନପୁର, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.