logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସାଂସଦ ପ୍ରତାପ ଷଡଙ୍ଗୀ ବାଣ୍ଟିଲେ ମୁଢ଼ି । ନାରୀ ବନ୍ଦନା କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ମହିଳା ମାନଙ୍କୁ ବାଣ୍ଟିଲେ ।

4 days ago
user_Chittaranjan Nayak
Chittaranjan Nayak
Local News Reporter ବାଲେଶ୍ୱର ସଦର, ବାଲେଶ୍ୱର, ଓଡ଼ିଶା•
4 days ago

ସାଂସଦ ପ୍ରତାପ ଷଡଙ୍ଗୀ ବାଣ୍ଟିଲେ ମୁଢ଼ି । ନାରୀ ବନ୍ଦନା କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ମହିଳା ମାନଙ୍କୁ ବାଣ୍ଟିଲେ ।

More news from ଓଡ଼ିଶା and nearby areas
  • ସିମୁଳିଆ -ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଳକ ବାଉରୀପଦା ପଞ୍ଚାୟତର କୁରୁକୁରିଆ ଠାରେ ବିଜେପି କୃଷକ ମୋର୍ଚ୍ଚାର ବ୍ଳକ ସଭାପତି ବୀରେନ୍ଦ୍ର କୁମାର ନାୟକଙ୍କ ନେତୃତ୍ୱରେ ଅକ୍ଷୟ ତୃତୀୟ ଦିବସ ପାଳନ ଅବସରରେ ମାର୍କୋଣା ମଣ୍ଡଳ ସଭାପତି ଅଭିନାସ ବେହେରା, ସ୍ଥାନୀୟ ସରପଞ୍ଚ ଧରଣୀଧର ନାୟକ, ବିଜେପି ପଞ୍ଚାୟତ ସଭାପତି ମନୋରଞ୍ଜନ ହାତୀ, ନାଏବ ସରପଞ୍ଚ ସନାତନ ବନ୍ଧ, ମହିଳା ଗ୍ରୁପ ଓ ଗ୍ରାମବାସୀଙ୍କ ଉପସ୍ଥିତରେ ଅଖିମୁଠି ଅନୁକୂଳ କରିଥିଲେ l
    1
    ସିମୁଳିଆ -ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଳକ ବାଉରୀପଦା ପଞ୍ଚାୟତର କୁରୁକୁରିଆ ଠାରେ ବିଜେପି କୃଷକ ମୋର୍ଚ୍ଚାର ବ୍ଳକ ସଭାପତି ବୀରେନ୍ଦ୍ର କୁମାର ନାୟକଙ୍କ ନେତୃତ୍ୱରେ ଅକ୍ଷୟ ତୃତୀୟ ଦିବସ ପାଳନ ଅବସରରେ ମାର୍କୋଣା ମଣ୍ଡଳ ସଭାପତି ଅଭିନାସ ବେହେରା, ସ୍ଥାନୀୟ ସରପଞ୍ଚ ଧରଣୀଧର ନାୟକ, ବିଜେପି ପଞ୍ଚାୟତ ସଭାପତି ମନୋରଞ୍ଜନ ହାତୀ, ନାଏବ ସରପଞ୍ଚ ସନାତନ ବନ୍ଧ, ମହିଳା ଗ୍ରୁପ ଓ ଗ୍ରାମବାସୀଙ୍କ ଉପସ୍ଥିତରେ ଅଖିମୁଠି ଅନୁକୂଳ କରିଥିଲେ l
    user_Prafulla pattnaik ସମାଜ
    Prafulla pattnaik ସମାଜ
    Voice of people ସିମିଳିଆ, ବାଲେଶ୍ୱର, ଓଡ଼ିଶା•
    22 hrs ago
  • #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update #rairangpurnews #jashipur #udalanews Date - 19.04.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 7008944703
    1
    #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update  #rairangpurnews #jashipur #udalanews 
Date - 19.04.2026
ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। 
ଆମକୁ ଯୋଗାଯୋଗ କରନ୍ତୁ - 7008944703
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    15 hrs ago
  • Post by Khabar
    1
    Post by Khabar
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    15 hrs ago
  • ବାରିପଦା:- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଦ୍ଵିତୀୟ ଶ୍ରୀକ୍ଷେତ୍ର ବାରିପଦା ର ଶ୍ରଶ୍ରୀ ହରିବଳଦେବଜୀଉ ବିଜେଙ୍କ ରଥଖଳାରେ ତିନି ରଥ ପାଇଁ ତିନି ଅଖରେ ଚକ ଲାଗି ହୋଇଛି। ପରମ୍ପରା ଅନୁସାରେ ଭଉଁରୀ ତିଥିରେ ଏହି ନୀତି ସମ୍ପନ୍ନ ହୋଇଛି। ଏ ଅବସରରେ ରଥ ଖଳାରେ ତିନି ରଥର ଚକ ଓ ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ପରମ୍ପରା ଅନୁଯାୟୀ ନନ୍ଦିଘୋଷ, ତାଳଧ୍ବଜ ଓ ଦର୍ପଦଳନ ପ୍ରତ୍ୟେକ ରଥ ପାଇଁ ଦୁଇଟି ଲେଖାଏଁ ଚକରେ ଅଖ ସଂଯୋଗ ହୋଇ ଚକ ଅଖ ଡେରା ନୀତି ସମ୍ପାଦନ କରାଯାଇଛି। ପ୍ରଥା ଅନୁସାରେ ଧୂପଦ୍ବୀପ ଦେଇ ସାରିବା ପରେ ତିନି ଠାକୁରଙ୍କ ଶ୍ରୀଅଙ୍ଗରେ ଲାଗି ହୋଇଥିବା ଆଜ୍ଞାମାଳକୁ ଆଣି ରଥଖଳାରେ ପହଂଚିଥିଲେ ପୂଜାପଣ୍ଡା ସେବାୟତମାନେ। ଏହାପରେ ଆଜ୍ଞାମାଳକୁ ଚକ ଅଖରେ ଲାଗି କରାଯାଇଥିଲା। ଏହାପରେ ବିଶ୍ବକର୍ମା ମହାରଣା ସେବକମାନେ ପୂର୍ବରୁ ପ୍ରସ୍ତୁତ ଥିବା ଚକ ସହ ଅଖକୁ ସଂଯୋଗ କରିଥିଲେ। ଅନୁକୂଳ ପର୍ବରେ ତିନି ରଥର ତିନୋଟି ଚକଡ଼େରା କାମ ଶେଷ ହୋଇଛି। ପ୍ରଥା ଅନୁସାରେ ଆଜିଠାରୁ ଆରମ୍ଭ ହେବ ରଥଯାତ୍ରାର ପ୍ରସ୍ତୁତି କାର୍ଯ୍ୟ। ରଥଯାତ୍ରାର ପ୍ରସ୍ତୁତି ପର୍ବକୁ ନେଇ ଜଗନ୍ନାଥ ପ୍ରେମୀଙ୍କ ମନରେ ଆନ୍ଦର ଲହରୀ ଦେକିବାକୁ ମିଳିଛି। କାରଣ ଆଉ ମାତ୍ର କେଇଦିନ ର ଅପେକ୍ଷା ପରେ ହେବ ଭକ୍ତ ଓ ଭଗବାନଙ୍ଗ ଅପୂର୍ବ ମିଳନ। ପୁଣି କାଳିଆ ଠାକୁର ଙ୍କ ସମେତ ବଡଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ରଥାରୁଢ ଅବସ୍ଥାରେ ଦର୍ଶନ ପାଇବେ। ଯାହାକୁ ନେଇ ଆଜି ଚକରେ ଅଖ ଲାଗିହେବା ର ଦୃଶ୍ୟକୁ ଟିକେ ମନଭରି ଦେଖିବା ପାଇଁ ବାରିପଦା ବଡଦାଣ୍ଡରେ ଦେଖିବାକୁ ମିଳିଥିଲା ଭକ୍ତ ସମାଗମ। ରଥଖଳାରେ ଦେବୋତ୍ତର ବିଭାଗ ଦାୟିତ୍ୱରେ ଥିବା ବାରିପଦା ସହକାରୀ ଜିଲ୍ଳାପାଳ ସୁଧାକର ମହାରଣା, ବାରିପଦା ତହସିଲଦାର ସପନ କୁମାର ସାହୁ, ରଥ ମହାରଣାଙ୍କ ମନ୍ଦିର ର ସମସ୍ତ ପୂଜାପଣ୍ଡା, ସେବାୟତ ପ୍ରମୁଖ ଉପସ୍ଥିତ ଥିଲେ। #mayurbhanj #dlh_khabara #baripada
    1
    ବାରିପଦା:- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଦ୍ଵିତୀୟ ଶ୍ରୀକ୍ଷେତ୍ର ବାରିପଦା ର ଶ୍ରଶ୍ରୀ ହରିବଳଦେବଜୀଉ ବିଜେଙ୍କ ରଥଖଳାରେ ତିନି ରଥ ପାଇଁ ତିନି ଅଖରେ ଚକ ଲାଗି ହୋଇଛି। ପରମ୍ପରା ଅନୁସାରେ ଭଉଁରୀ ତିଥିରେ ଏହି ନୀତି ସମ୍ପନ୍ନ ହୋଇଛି। ଏ ଅବସରରେ ରଥ ଖଳାରେ ତିନି ରଥର ଚକ ଓ ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ପରମ୍ପରା ଅନୁଯାୟୀ ନନ୍ଦିଘୋଷ, ତାଳଧ୍ବଜ ଓ ଦର୍ପଦଳନ ପ୍ରତ୍ୟେକ ରଥ ପାଇଁ ଦୁଇଟି ଲେଖାଏଁ ଚକରେ ଅଖ ସଂଯୋଗ ହୋଇ ଚକ ଅଖ ଡେରା ନୀତି ସମ୍ପାଦନ କରାଯାଇଛି। ପ୍ରଥା ଅନୁସାରେ ଧୂପଦ୍ବୀପ ଦେଇ ସାରିବା ପରେ ତିନି ଠାକୁରଙ୍କ ଶ୍ରୀଅଙ୍ଗରେ ଲାଗି ହୋଇଥିବା ଆଜ୍ଞାମାଳକୁ ଆଣି ରଥଖଳାରେ ପହଂଚିଥିଲେ ପୂଜାପଣ୍ଡା ସେବାୟତମାନେ। ଏହାପରେ ଆଜ୍ଞାମାଳକୁ ଚକ ଅଖରେ ଲାଗି କରାଯାଇଥିଲା। ଏହାପରେ ବିଶ୍ବକର୍ମା ମହାରଣା ସେବକମାନେ ପୂର୍ବରୁ ପ୍ରସ୍ତୁତ ଥିବା ଚକ ସହ ଅଖକୁ ସଂଯୋଗ କରିଥିଲେ। ଅନୁକୂଳ ପର୍ବରେ ତିନି ରଥର ତିନୋଟି ଚକଡ଼େରା କାମ ଶେଷ ହୋଇଛି। ପ୍ରଥା ଅନୁସାରେ ଆଜିଠାରୁ ଆରମ୍ଭ ହେବ ରଥଯାତ୍ରାର ପ୍ରସ୍ତୁତି କାର୍ଯ୍ୟ। ରଥଯାତ୍ରାର ପ୍ରସ୍ତୁତି ପର୍ବକୁ ନେଇ ଜଗନ୍ନାଥ ପ୍ରେମୀଙ୍କ ମନରେ ଆନ୍ଦର ଲହରୀ ଦେକିବାକୁ ମିଳିଛି। କାରଣ ଆଉ ମାତ୍ର କେଇଦିନ ର ଅପେକ୍ଷା ପରେ ହେବ ଭକ୍ତ ଓ ଭଗବାନଙ୍ଗ ଅପୂର୍ବ ମିଳନ। ପୁଣି କାଳିଆ ଠାକୁର ଙ୍କ ସମେତ ବଡଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ରଥାରୁଢ ଅବସ୍ଥାରେ ଦର୍ଶନ ପାଇବେ। ଯାହାକୁ ନେଇ ଆଜି ଚକରେ ଅଖ ଲାଗିହେବା ର ଦୃଶ୍ୟକୁ ଟିକେ ମନଭରି ଦେଖିବା ପାଇଁ ବାରିପଦା ବଡଦାଣ୍ଡରେ ଦେଖିବାକୁ ମିଳିଥିଲା ଭକ୍ତ ସମାଗମ। ରଥଖଳାରେ ଦେବୋତ୍ତର ବିଭାଗ ଦାୟିତ୍ୱରେ ଥିବା ବାରିପଦା ସହକାରୀ ଜିଲ୍ଳାପାଳ ସୁଧାକର ମହାରଣା, ବାରିପଦା ତହସିଲଦାର ସପନ କୁମାର ସାହୁ, ରଥ ମହାରଣାଙ୍କ  ମନ୍ଦିର ର ସମସ୍ତ ପୂଜାପଣ୍ଡା, ସେବାୟତ ପ୍ରମୁଖ ଉପସ୍ଥିତ ଥିଲେ। #mayurbhanj #dlh_khabara #baripada
    user_DLH KHABAR
    DLH KHABAR
    Voice of people ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    16 hrs ago
  • Post by AT News
    1
    Post by AT News
    user_AT News
    AT News
    Media company ଭଦ୍ରକ ଗ୍ରାମୀଣ, ଭଦ୍ରକ, ଓଡ଼ିଶା•
    1 hr ago
  • Post by Rajib Behera
    3
    Post by Rajib Behera
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    51 min ago
  • ବାଲେଶ୍ୱରରେ The Bar Association Balasore ପକ୍ଷରୁ ‘ନର୍ଦର୍ଣ୍ଣ ଓଡିଶା ଲିଗାଲ୍ ଫ୍ରାଟର୍ନିଟି ଇଣ୍ଟରାକ୍ସନ୍ ସେସନ୍–2026’, ଆଇନଜୀବୀଙ୍କ ପାଇଁ ବଡ଼ ଦାବିଗୁଡ଼ିକ ଉଠିଲା
    4
    ବାଲେଶ୍ୱରରେ The Bar Association Balasore ପକ୍ଷରୁ ‘ନର୍ଦର୍ଣ୍ଣ ଓଡିଶା ଲିଗାଲ୍ ଫ୍ରାଟର୍ନିଟି ଇଣ୍ଟରାକ୍ସନ୍ ସେସନ୍–2026’, ଆଇନଜୀବୀଙ୍କ ପାଇଁ ବଡ଼ ଦାବିଗୁଡ଼ିକ ଉଠିଲା
    user_Journalist Harishankar Jena
    Journalist Harishankar Jena
    Media company ବାଲେଶ୍ୱର ସଦର, ବାଲେଶ୍ୱର, ଓଡ଼ିଶା•
    4 hrs ago
  • ମାନ୍ୟବର ସିମୁଳିଆ ବିଧାୟକ ଶ୍ରୀଯୁକ୍ତ ପଦ୍ମଲୋଚନ ପଣ୍ଡା ବାଲେଶ୍ବର ଜିଲ୍ଲାର ଯୋଜନା ବୋର୍ଡ ଅଧ୍ୟକ୍ଷ ଘୋଷଣା ହେବା ପରେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ମାନ୍ୟବର ବିଧାୟକଙ୍କ ପ୍ରତିନିଧି ତଥା ଜିଲ୍ଲା ସାଧାରଣ ସମ୍ପାଦକ ଡା. ଅଣୁମାଧବ ପଣ୍ଡା ଓ ଯୂବନେତା ନୀଳମାଧବ ପଣ୍ଡା, ସିମୁଳିଆ ଖଇରାର ସମସ୍ତ ନେତୃବୃନ୍ଦ ଓ ଶତାଧିକ କାର୍ଯ୍ୟକର୍ତ୍ତାଙ୍କ ସହିତ ଏକ ବିଶାଳ ଶୋଭାଯାତ୍ରାରେ କରି ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପହଁଚିଥିଲେ ।
    4
    ମାନ୍ୟବର ସିମୁଳିଆ ବିଧାୟକ ଶ୍ରୀଯୁକ୍ତ ପଦ୍ମଲୋଚନ ପଣ୍ଡା ବାଲେଶ୍ବର ଜିଲ୍ଲାର ଯୋଜନା ବୋର୍ଡ ଅଧ୍ୟକ୍ଷ ଘୋଷଣା ହେବା ପରେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ମାନ୍ୟବର ବିଧାୟକଙ୍କ ପ୍ରତିନିଧି ତଥା ଜିଲ୍ଲା ସାଧାରଣ ସମ୍ପାଦକ ଡା. ଅଣୁମାଧବ ପଣ୍ଡା ଓ ଯୂବନେତା ନୀଳମାଧବ ପଣ୍ଡା, ସିମୁଳିଆ ଖଇରାର ସମସ୍ତ ନେତୃବୃନ୍ଦ ଓ ଶତାଧିକ କାର୍ଯ୍ୟକର୍ତ୍ତାଙ୍କ ସହିତ ଏକ ବିଶାଳ ଶୋଭାଯାତ୍ରାରେ କରି ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପହଁଚିଥିଲେ ।
    user_Prafulla pattnaik ସମାଜ
    Prafulla pattnaik ସମାଜ
    Voice of people ସିମିଳିଆ, ବାଲେଶ୍ୱର, ଓଡ଼ିଶା•
    23 hrs ago
  • Post by Khabar
    1
    Post by Khabar
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    16 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.