Shuru
Apke Nagar Ki App…
ଛତିଆ ଗ୍ରାମ ରେ ଯିବାଆସିବା କୁ ନେଇ ବହୁତ ଅସୁବିଧା ସାନ୍ତରାପୁର ପଞ୍ଚାୟତ ଛତିଆ ଦୁଇ ନମ୍ବର ୱାର୍ଡ଼ କାଦୁଅ ସରବର ହେଇ ରହିଛି ରାସ୍ତା
ସନ୍ତୋଷ କୁମାର ନାୟକ
ଛତିଆ ଗ୍ରାମ ରେ ଯିବାଆସିବା କୁ ନେଇ ବହୁତ ଅସୁବିଧା ସାନ୍ତରାପୁର ପଞ୍ଚାୟତ ଛତିଆ ଦୁଇ ନମ୍ବର ୱାର୍ଡ଼ କାଦୁଅ ସରବର ହେଇ ରହିଛି ରାସ୍ତା
More news from ଓଡ଼ିଶା and nearby areas
- ଛତିଆ ଗ୍ରାମ ରେ ଯିବାଆସିବା କୁ ନେଇ ବହୁତ ଅସୁବିଧା ସାନ୍ତରାପୁର ପଞ୍ଚାୟତ ଛତିଆ ଦୁଇ ନମ୍ବର ୱାର୍ଡ଼ କାଦୁଅ ସରବର ହେଇ ରହିଛି ରାସ୍ତା3
- ଯାଜପୁର ଜିଲ୍ଲା କୋରେଇ ବ୍ଲକ ର କାର୍ଯ୍ୟ ରତ ଯୁବ ସାମ୍ବାଦିକଙ୍କୁ ମରଣାତ୍ମକ ଆକ୍ରମଣ ଅଭିଯୋଗ। #Jajpur #Korei #Gauripur #JournalistAttack #JournalistSafety #OdishaNews #BreakingNews #CrimeNews #KoreiPolice #JajpurNews #Odisha #NewsUpdate #MediaFreedom #Journalist #news7odia1
- ଭୟଙ୍କର ଜଳ ପ୍ରଳୟ । ନେପାଳ ଭୂତିକୋଶୀ ନଦୀ ମାଡ଼ି ଆସିଲା । ହଠାତ୍ ତିବ୍ଦତରୁ ବିଶାଳ ଅତଡ଼ା ଖସି ଆସିଲା । ବିହାରରେ ବଢ଼ିପାରେ ଗଙ୍ଗା ନଦୀ । ନେପାଳର ବନ୍ୟା ବଢ଼ାଇଲା ଭାରତରେ ଚିନ୍ତା । #NepalFlood #FlashFlood #NepalFloods #BhoteKoshiRiver #Landslide #Tibet #BiharFlood #GangaRiver #IndiaFloodAlert #FloodCrisis1
- ❤️❤️❤️🌺🌺🌺🙏🙏🙏ଓଁ ଜୟ ଜଗଦୀଶ ହରେ. 🙏🙏🙏🌺🌺🌺❤️❤️❤️..1
- ରିଲିଫ କୁ ନେଇ ପ୍ରମିଳା ଓ ବବିତା ମୁହାଁମୁହିଁ, ବନ୍ୟା ବେଳେ ବାଦିପାଲା,ନେତାମାନଙ୍କ ମଧ୍ୟରେ ଥମିବାର ନାଁ ଧରୁନି ବାକ୍ ଯୁଦ୍ଧ । ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ବନ୍ୟା ଓ ରିଲିଫ ବଣ୍ଟନକୁ ନେଇ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଏବଂ ବିଜେପି ନେତ୍ରୀ ବବିତା ମଲ୍ଲିକଙ୍କ ମଧ୍ୟରେ ରାଜନୈତିକ ତର୍କ ଏବଂ ମୁହାଁମୁହିଁ ସ୍ଥିତି ଦେଖିବାକୁ ମିଳିଛି।ପ୍ରମିଳା ବନ୍ୟା ଓ ରିଲିଫ ବଣ୍ଟନରେ ଅବହେଳା ଏବଂ ପ୍ରଶାସନିକ ବିଳମ୍ବ ପ୍ରସଙ୍ଗରେ ବିଜେଡି MLA ପ୍ରମିଳା ମଲ୍ଲିକ ସରକାର ତଥା କର୍ତ୍ତୃପକ୍ଷଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି।ଅନ୍ୟପକ୍ଷରେ ବିଜେପି ନେତ୍ରୀ ବବିତା ମଲ୍ଲିକ ବନ୍ୟା ପ୍ରପୀଡ଼ିତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବା ସହ ପ୍ରମିଳା ମଲ୍ଲିକଙ୍କ ରାଜନୀତିକୁ ଟାର୍ଗେଟ କରି କଡ଼ା ଜବାବ ଦେଇଛନ୍ତି1
- #ପହଁରା_ଜାଣିଛୁ_କାହିଁକି_ଡର_ଲାଗିବ 'ପହଁରା ଜାଣିଛୁ କାହିଁକି ଡର ଲାଗିବ .. କୁମ୍ଭୀର ଆସିଲେ କୁମ୍ଭୀରର ଧୋବଣି ଭାଙ୍ଗି ଦେବି'1
- ଢେଙ୍କାନାଳ ପୌରଅଧ୍ୟକ୍ଷ୍ୟା ପ୍ରୋସ ମିଟିଙ୍ଗି ରେ ବରିଷ୍ଟ ସମାଜସେବି ରାମଚନ୍ଦ୍ର ପାତ୍ରଙ୍କ ପ୍ରତିକ୍ରିୟା1
- ଇଦ ମିଲାଦୁନ ନବୀ ପର୍ବ ଉପଲକ୍ଷେ ଭଦ୍ରକ ପୋଲିସ ତରଫରୁ ଫ୍ଲାଗମାର୍ଚ୍ଚ ଆସନ୍ତାକାଲି ଭଦ୍ରକରେ ମୁସଲମାନ ସମ୍ପ୍ରଦାୟ ମହମ୍ମଦ ଙ୍କ ଜନ୍ମଦିନ ପାଳନ କରିବେ,ଭଦ୍ରକ ସୁରକ୍ଷା ଦୃଷ୍ଟିରୁ ଭଦ୍ରକ ଏସପି ମନୋଜ ରାଉତ ଙ୍କ ନେତୃତ୍ୱ ରେ ଭଦ୍ରକ ପୁରୁଣା ବଜାର ଅଞ୍ଚଳ ରେ ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ କରିଛନ୍ତି,ଶାନ୍ତି ଶୃଙ୍ଖଳା ସହ ପର୍ବ ପାଳନ କରିବାକୁ ପୋଲିସ ପକ୍ଷରୁ ଅପିଲ କରିଛନ୍ତି , ସୁରକ୍ଷା ଦୃଷ୍ଟି ରୁ ସହର ରେ 30 ପ୍ଲାଟୁନ ଫୋର୍ସ ସହ ବରିଷ୍ଟ ପୋଲିସ ଅଧିକାରୀ ମନେ ଉପସ୍ଥିତ ରହିବେ1