logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସତର୍କ ସୂଚନା ବନ୍ୟା ରେ ନଈ ପାଣି ଗାଁ ରେ ପଶିବା ପରେ ଏବେ କୁମ୍ଭୀର ର ଆତଙ୍କ ଗାଁ ରେ ସୃଷ୍ଟି ହୋଇଛି, ତେଣୁକରି ସମସ୍ତଙ୍କୁ ଅନୁରୋଧ କେହି ପାଣିକୁ ଯାଆନ୍ତୁ ନାହିଁ, ଲୋକ ମାନକ ମନରେ ଭୟର ବାତାବରଣ ସୃଷ୍ଟି ହୋଇଛି l

3 hrs ago
user_ଅଖିଳ କୁମାର ପଟ୍ଟନାୟକ
ଅଖିଳ କୁମାର ପଟ୍ଟନାୟକ
ଗଞ୍ଜାମ, ଗଞ୍ଜାମ, ଓଡ଼ିଶା•
3 hrs ago
d17fca1e-bc16-417e-99cf-bb081eed89f5
302e64cc-a757-44b0-806b-944d2a52cc0b
24b90824-e04e-48a7-839a-23972f4bc96c
c535c668-fe11-4890-b034-7168ebb4063f

ସତର୍କ ସୂଚନା ବନ୍ୟା ରେ ନଈ ପାଣି ଗାଁ ରେ ପଶିବା ପରେ ଏବେ କୁମ୍ଭୀର ର ଆତଙ୍କ ଗାଁ ରେ ସୃଷ୍ଟି ହୋଇଛି, ତେଣୁକରି ସମସ୍ତଙ୍କୁ ଅନୁରୋଧ କେହି ପାଣିକୁ ଯାଆନ୍ତୁ ନାହିଁ, ଲୋକ ମାନକ ମନରେ ଭୟର ବାତାବରଣ ସୃଷ୍ଟି ହୋଇଛି l

More news from ଓଡ଼ିଶା and nearby areas
  • ଜରଡା ଥାନା ପୁଲିସ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ; ୧୫୦ ଲିଟର ପୋଚ ଓ ୨୦ ଲିଟର ଦେଶୀ ମଦ ଜବତ #ExciseRaid #JaradaPolice #DigapahandiNews #GanjamNews #IllegalLiquor #JagrutiKhabar #OdiaNews #Ganjam #BreakingNewsOdia #OdishaPolice
    1
    ଜରଡା ଥାନା ପୁଲିସ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ; ୧୫୦ ଲିଟର ପୋଚ ଓ ୨୦ ଲିଟର ଦେଶୀ ମଦ ଜବତ
#ExciseRaid #JaradaPolice #DigapahandiNews #GanjamNews #IllegalLiquor #JagrutiKhabar #OdiaNews #Ganjam #BreakingNewsOdia #OdishaPolice
    user_Jagruti khabar
    Jagruti khabar
    TV News Anchor ଗଞ୍ଜାମ, ଗଞ୍ଜାମ, ଓଡ଼ିଶା•
    12 hrs ago
  • ଜୀବନର ପାଞ୍ଚୋଟି ମୂଲ୍ୟବାନ ଗହଣା କଣ ନିଶ୍ଚୟ ଭାବରେ ଶୁଣନ୍ତୁ କଣ କଣ.
    1
    ଜୀବନର ପାଞ୍ଚୋଟି ମୂଲ୍ୟବାନ ଗହଣା କଣ ନିଶ୍ଚୟ ଭାବରେ ଶୁଣନ୍ତୁ କଣ କଣ.
    user_PRATIKHYA WEB MEDIA,NAYAGARH
    PRATIKHYA WEB MEDIA,NAYAGARH
    Education Centre ନୟାଗଡ଼, ନୟାଗଡ଼, ଓଡ଼ିଶା•
    4 hrs ago
  • ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଅଲିଗଣ୍ଡା ଗ୍ରାମରେ ଗୋଟିଏ ଚୋରି ମାମଲାରେ ଅଭିଯୁକ୍ତ ଙ୍କୁ ନିର୍ଦୋଷରେ ଖଲାସ କରିଛନ୍ତି ମୋହନା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ବିକାଶ କିରଣ ମିଶ୍ର l  ଗତ 2025 ମେ ମାସ 2 ତାରିଖ ରାତିରେ ଅlଲିଗଣ୍ଡା ଗ୍ରାମର ରୁପିନା ନାୟକଙ୍କ ଦୋକାନ ଘର ଭିତରେ  ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା l ଲିଖିତ ଅଭିଯୋଗ କୁ ଭିତ୍ତି କରି ପୁଲିସ ତଦନ୍ତ କରିବା ସହ ଦଫା ବିଏନସ 331(4), 305, 3(5) ମାମଲା ରୁଜୁ କରି ଆସାମୀ ସେହି ଗ୍ରାମର ଅଜୟ ସଭାପତି ଙ୍କୁ ଉକ୍ତ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା l  ଅଜୟ ସର୍ତ୍ତ ମୂଳକ ଜାମିନ ରେ  ଆସିଥିଲେ l ତେବେ ଉକ୍ତ ମାମଲା ର ବିଚାରଣ ମୋହନା କୋର୍ଟ ରେ ଜlରି ରହିଥିଲା l ଅଭିଯୁକ୍ତ ଙ୍କ ପକ୍ଷରୁ ଆଇନଜୀବୀ ବିଳାସ ନାୟକ ମାମଲା ପରିଚାଳନା କରୁଥିଲେ l
    1
    ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଅଲିଗଣ୍ଡା ଗ୍ରାମରେ ଗୋଟିଏ ଚୋରି ମାମଲାରେ ଅଭିଯୁକ୍ତ ଙ୍କୁ ନିର୍ଦୋଷରେ ଖଲାସ କରିଛନ୍ତି ମୋହନା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ବିଚାରପତି ବିକାଶ କିରଣ ମିଶ୍ର l  ଗତ 2025 ମେ ମାସ 2 ତାରିଖ ରାତିରେ ଅlଲିଗଣ୍ଡା ଗ୍ରାମର ରୁପିନା ନାୟକଙ୍କ ଦୋକାନ ଘର ଭିତରେ  ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା l ଲିଖିତ ଅଭିଯୋଗ କୁ ଭିତ୍ତି କରି ପୁଲିସ ତଦନ୍ତ କରିବା ସହ ଦଫା ବିଏନସ 331(4), 305, 3(5) ମାମଲା ରୁଜୁ କରି ଆସାମୀ ସେହି ଗ୍ରାମର ଅଜୟ ସଭାପତି ଙ୍କୁ ଉକ୍ତ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା l  ଅଜୟ ସର୍ତ୍ତ ମୂଳକ ଜାମିନ ରେ  ଆସିଥିଲେ l ତେବେ ଉକ୍ତ ମାମଲା ର ବିଚାରଣ ମୋହନା କୋର୍ଟ ରେ ଜlରି ରହିଥିଲା l ଅଭିଯୁକ୍ତ ଙ୍କ ପକ୍ଷରୁ ଆଇନଜୀବୀ ବିଳାସ ନାୟକ ମାମଲା ପରିଚାଳନା କରୁଥିଲେ l
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    15 hrs ago
  • ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ନୟାଗଡ଼ ଜିଲ୍ଲା ବିଜେଡ଼ି,,, ଭୁଲ୍ ବହି ଛପା କୁ ନେଇ ବିଜେଡିର ଆନ୍ଦୋଳନ,, ନିତ୍ୟାନନ୍ଦ ଗଣ୍ଡ ଙ୍କ ଇସ୍ତଫା ଦାବି କଲା ବିଜେଡି,,, ନୟାଗଡ଼ ରେ ଗର୍ଜିଲା ବିଜେଡି,, ଆଗକୁ ଏହି ଆନ୍ଦୋଳନ କୁ ଯୋରଦାର କରାଯିବ,,,
    1
    ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ନୟାଗଡ଼ ଜିଲ୍ଲା ବିଜେଡ଼ି,,, ଭୁଲ୍ ବହି ଛପା କୁ ନେଇ ବିଜେଡିର ଆନ୍ଦୋଳନ,,
ନିତ୍ୟାନନ୍ଦ ଗଣ୍ଡ ଙ୍କ ଇସ୍ତଫା ଦାବି କଲା ବିଜେଡି,,, ନୟାଗଡ଼ ରେ ଗର୍ଜିଲା ବିଜେଡି,,
ଆଗକୁ ଏହି ଆନ୍ଦୋଳନ କୁ ଯୋରଦାର କରାଯିବ,,,
    user_Dillip Parida
    Dillip Parida
    Local News Reporter ରଣପୁର, ନୟାଗଡ଼, ଓଡ଼ିଶା•
    21 hrs ago
  • ଆସିକା : ନଳବଣ୍ଟା ଗ୍ରାମରେ ପୋଲିସର ଜୋରଦାର ଚଢାଉ, ବିପୁଳ ପରିମାଣର ବାଣ, ବାରୁଦ ଓ ରାସାୟନିକ ଦ୍ରବ୍ୟ ଜବତ ଗଞ୍ଜାମ ଜିଲ୍ଲା ଆସିକା ଥାନା ନଳବଣ୍ଟା ଗ୍ରାମ ର ଗୋଟିଏ ଘରେ ବେଆଇନ ବାଣ ପ୍ରସ୍ତୁତି ଚାଲିଥିବା ଖବରପାଇ ଅତର୍କିର ଚଢ଼ାଉ କରିଛି ପୋଲିସ l ଆସିକା SDPO ସୌରଭ ରଞ୍ଜନ ପ୍ରଧାନ ଙ୍କ ନେତୃତ୍ୱରେ ଆସିକା ପୋଲିସ ଓ ସ୍ପେଶାଲ ସ୍କ୍ୱାର୍ଡ ନଳବଣ୍ଟା ଗ୍ରାମରେ ଚଢାଉ କରି ବିପୁଳ ପରିମାଣର ବାଣ, ବାରୁଦ ଓ ରାସାୟନିକ ଦ୍ରବ୍ୟ ଜବତ କରିଛନ୍ତି । ବର୍ଷ ତମାମ ଏଠାରେ ବେଆଇନ ବାଣ ତିଆରି ହେଉଥିଲା । ପୂର୍ବରୁ ଅନେକ ଅଘଟଣ ମଧ୍ୟ ଘଟିସାରିଛି ।
    1
    ଆସିକା : ନଳବଣ୍ଟା ଗ୍ରାମରେ ପୋଲିସର ଜୋରଦାର ଚଢାଉ, ବିପୁଳ ପରିମାଣର ବାଣ, ବାରୁଦ ଓ ରାସାୟନିକ ଦ୍ରବ୍ୟ ଜବତ
ଗଞ୍ଜାମ ଜିଲ୍ଲା ଆସିକା ଥାନା ନଳବଣ୍ଟା ଗ୍ରାମ ର ଗୋଟିଏ ଘରେ ବେଆଇନ ବାଣ ପ୍ରସ୍ତୁତି ଚାଲିଥିବା ଖବରପାଇ ଅତର୍କିର ଚଢ଼ାଉ କରିଛି ପୋଲିସ l ଆସିକା SDPO ସୌରଭ ରଞ୍ଜନ ପ୍ରଧାନ ଙ୍କ ନେତୃତ୍ୱରେ ଆସିକା ପୋଲିସ ଓ ସ୍ପେଶାଲ ସ୍କ୍ୱାର୍ଡ ନଳବଣ୍ଟା ଗ୍ରାମରେ ଚଢାଉ କରି ବିପୁଳ ପରିମାଣର ବାଣ, ବାରୁଦ ଓ ରାସାୟନିକ ଦ୍ରବ୍ୟ ଜବତ କରିଛନ୍ତି । ବର୍ଷ ତମାମ ଏଠାରେ ବେଆଇନ ବାଣ ତିଆରି ହେଉଥିଲା । ପୂର୍ବରୁ ଅନେକ ଅଘଟଣ ମଧ୍ୟ ଘଟିସାରିଛି ।
    user_Pitabas dash
    Pitabas dash
    Asika, Ganjam•
    14 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.