logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ସ୍ଥାନ -ଭେଇଯିଗୋଠ କିଶୋରନଗର: ଅନୁଗୋଳ ଜିଲ୍ଲା କିଶୋରନଗର ବ୍ଲକ ଅନ୍ତର୍ଗତ ବିଲେଇନାଳି ଗ୍ରାମ‌ପଞ୍ଚାୟତର ଭେଇଯିଗୋଠ ଗ୍ରାମରେ ବିଶ୍ବ ଯୁବ କେନ୍ଦ୍ର, ବଣୀନାଳୀ, ଅନୁଗୋଳ ଦ୍ବାରା ପରିଚାଳିତ ‘ଜଷ୍ଟ ରାଇଟ୍ ଫର୍ ଚିଲଡ୍ରେନ୍' ପକ୍ଷରୁ ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅଙ୍ଗନୱାଡି କର୍ମୀ, ୱାର୍ଡମେମ୍ବର, ଆଶାକର୍ମୀଙ୍କ ସମେତ ଗ୍ରାମର ବିଭିନ୍ନ ସଦସ୍ୟ ଉପସ୍ଥିତ ରହି ଶିଶୁ ସୁରକ୍ଷା ଓ କଲ୍ୟାଣ ସମ୍ପର୍କରେ ଆଲୋଚନା କରିଥିଲେ। ବୈଠକରେ ବାଲ୍ୟ ବିବାହ, ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମ ଏବଂ ଶିଶୁମାନଙ୍କୁ ଜୀବନ ପ୍ରତି ବିପଦସଙ୍କୁଳ କାର୍ଯ୍ୟରେ ନିୟୋଜିତ କରିବା ଭଳି ସମ୍ବେଦନଶୀଳ ବିଷୟ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ଏଭଳି ଘଟଣା ଶିଶୁମାନଙ୍କ ଶାରୀରିକ, ମାନସିକ ଓ ଶିକ୍ଷାଗତ ବିକାଶ ଉପରେ କିପରି ନକାରାତ୍ମକ ପ୍ରଭାବ ପକାଏ, ସେନେଇ ସଚେତନ କରାଯାଇଥିଲା। ବାଲ୍ୟ ବିବାହ ଓ ଶିଶୁ ଶ୍ରମରେ ନିୟୋଜିତ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଭାରତୀୟ ଆଇନରେ ଥିବା ଦଣ୍ଡବିଧାନ ଓ ନିୟମାବଳୀ ସମ୍ପର୍କରେ ମଧ୍ୟ ଅବଗତ କରାଯାଇଥିଲା। ଏଥିସହ ପ୍ରତ୍ୟେକ ଶିଶୁର ଚାରୋଟି ପ୍ରାଥମିକ ଅଧିକାର ଏବଂ ଶିଶୁମାନଙ୍କ ଅଧିକାର ସୁରକ୍ଷାରେ ପରିବାର ଓ ସମାଜର ଭୂମିକା ଉପରେ ଗୁରୁତ୍ୱ ଦିଆଯାଇଥିଲା। ବିଶ୍ୱ ଯୁବ କେନ୍ଦ୍ରର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁଙ୍କ ତତ୍ତ୍ୱାବଧାନରେ ପ୍ରକଳ୍ପ ସହଯୋଗୀ ଦିପି ଦେହୁରୀ ବୈଠକ ପରିଚାଳନା କରିଥିଲେ। ଶିଶୁମାନଙ୍କୁ ନିରାପଦ ପରିବେଶ ଯୋଗାଇବା ସହ ସେମାନଙ୍କ ଅଧିକାର ସୁରକ୍ଷା ପାଇଁ ସମସ୍ତେ ଏକଜୁଟ ହୋଇ କାର୍ଯ୍ୟ କରିବାକୁ ବୈଠକରେ ଆହ୍ୱାନ ଦିଆଯାଇଥିଲା

3 hrs ago
user_Rakesh Sahoo
Rakesh Sahoo
ହଣ୍ଡପା, ଅନୁଗୁଳ, ଓଡ଼ିଶା•
3 hrs ago
3dd87b1c-b79d-4565-8852-e145049eb478

More news from Odisha and nearby areas
  • ଇଦ୍-ଏ-ମିଲାଦ ବା ପୟଗମ୍ବର ମହମ୍ମଦଙ୍କ ଜନ୍ମଦିନ ପାଳିତ କରଞ୍ଜିଆ ସହର ସନ୍ନିକଟ ମଣ୍ଡୁଆ ମୁସଲିମ ସାହିରେ ଇଦ୍-ଏ-ମିଲାଦ ଅବସରରେ ପୟଗମ୍ବର ମହମ୍ମଦଙ୍କ ଜନ୍ମଦିନ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ମଣ୍ଡୁଆ ଆଜାଦ କ୍ଲବ ପକ୍ଷରୁ ବିଭିନ୍ନ ଧାର୍ମିକ ଓ ସାମାଜିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମଣ୍ଡୁଆ ଆଜାଦ କ୍ଲବର ସଭାପତି ଏସ୍‌କେ ଗୁଡୁ ଓ ସମ୍ପାଦକ ଏସ୍‌କେ ହମିଦ ରାଜାଙ୍କ ତତ୍ତ୍ୱାବଧାନରେ ଏକ ବିଶାଳ ତଜିଆ ସଭାଯାତ୍ରା ଆୟୋଜିତ ହୋଇଥିଲା। ଗ୍ରାମର ମସଜିଦ ନିକଟରୁ ସୁସଜ୍ଜିତ ତଜିଆ ସହ ସଭାଯାତ୍ରା ବାହାରି ମଣ୍ଡୁଆ ଗ୍ରାମର ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲା। ସଭାଯାତ୍ରାରେ ଶହ ଶହ ମୁସଲିମ ସମ୍ପ୍ରଦାୟର ଲୋକ ସାମିଲ ହୋଇ ଇଦ୍-ଏ-ମିଲାଦର ଶୁଭେଚ୍ଛା ଜଣାଇଥିଲେ। ସଭାଯାତ୍ରା ସମୟରେ ଧାର୍ମିକ ଭାବାବେଗର ପରିବେଶ ସୃଷ୍ଟି ହୋଇଥିବା ବେଳେ ଯୁବକ, ବୟସ୍କ ଓ ଛୋଟ ପିଲାମାନେ ମଧ୍ୟ ଉତ୍ସାହର ସହିତ ଏଥିରେ ସାମିଲ ହୋଇଥିଲେ। ଗ୍ରାମ ପରିକ୍ରମା ପରେ ସଭାଯାତ୍ରା ପୁଣି ମସଜିଦ ନିକଟରେ ପହଞ୍ଚି ସମାପ୍ତ ହୋଇଥିଲା। କାର୍ଯ୍ୟକ୍ରମରେ ମଣ୍ଡୁଆ ଆଜାଦ କ୍ଲବର ସଦସ୍ୟ ଏସକେ ମଇନ,ଏସକେ କରିମ,ଏସକେ ସାଜୁ,ଏସକେ ରୁକୁ,ଏସକେ ନାନୁ,ଏସକେ ସୋହିଲ ସମେତ ସ୍ଥାନୀୟ ମୁସଲିମ ସମ୍ପ୍ରଦାୟର ବ୍ୟକ୍ତିବିଶେଷ ଓ ଶତାଧିକ ଶ୍ରଦ୍ଧାଳୁ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ଇଦ୍-ଏ-ମିଲାଦ ବା ପୟଗମ୍ବର ମହମ୍ମଦଙ୍କ ଜନ୍ମଦିନ ପାଳିତ କରଞ୍ଜିଆ ସହର ସନ୍ନିକଟ ମଣ୍ଡୁଆ ମୁସଲିମ ସାହିରେ ଇଦ୍-ଏ-ମିଲାଦ ଅବସରରେ ପୟଗମ୍ବର ମହମ୍ମଦଙ୍କ ଜନ୍ମଦିନ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ମଣ୍ଡୁଆ ଆଜାଦ କ୍ଲବ ପକ୍ଷରୁ ବିଭିନ୍ନ ଧାର୍ମିକ ଓ ସାମାଜିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମଣ୍ଡୁଆ ଆଜାଦ କ୍ଲବର ସଭାପତି ଏସ୍‌କେ ଗୁଡୁ ଓ ସମ୍ପାଦକ ଏସ୍‌କେ ହମିଦ ରାଜାଙ୍କ ତତ୍ତ୍ୱାବଧାନରେ ଏକ ବିଶାଳ ତଜିଆ ସଭାଯାତ୍ରା ଆୟୋଜିତ ହୋଇଥିଲା। ଗ୍ରାମର ମସଜିଦ ନିକଟରୁ ସୁସଜ୍ଜିତ ତଜିଆ ସହ ସଭାଯାତ୍ରା ବାହାରି ମଣ୍ଡୁଆ ଗ୍ରାମର ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲା। ସଭାଯାତ୍ରାରେ ଶହ ଶହ ମୁସଲିମ ସମ୍ପ୍ରଦାୟର ଲୋକ ସାମିଲ ହୋଇ ଇଦ୍-ଏ-ମିଲାଦର ଶୁଭେଚ୍ଛା ଜଣାଇଥିଲେ। ସଭାଯାତ୍ରା ସମୟରେ ଧାର୍ମିକ ଭାବାବେଗର ପରିବେଶ ସୃଷ୍ଟି ହୋଇଥିବା ବେଳେ ଯୁବକ, ବୟସ୍କ ଓ ଛୋଟ ପିଲାମାନେ ମଧ୍ୟ ଉତ୍ସାହର ସହିତ ଏଥିରେ ସାମିଲ ହୋଇଥିଲେ। ଗ୍ରାମ ପରିକ୍ରମା ପରେ ସଭାଯାତ୍ରା ପୁଣି ମସଜିଦ ନିକଟରେ ପହଞ୍ଚି ସମାପ୍ତ ହୋଇଥିଲା। କାର୍ଯ୍ୟକ୍ରମରେ ମଣ୍ଡୁଆ ଆଜାଦ କ୍ଲବର ସଦସ୍ୟ ଏସକେ ମଇନ,ଏସକେ କରିମ,ଏସକେ ସାଜୁ,ଏସକେ ରୁକୁ,ଏସକେ ନାନୁ,ଏସକେ ସୋହିଲ ସମେତ ସ୍ଥାନୀୟ ମୁସଲିମ ସମ୍ପ୍ରଦାୟର ବ୍ୟକ୍ତିବିଶେଷ ଓ ଶତାଧିକ ଶ୍ରଦ୍ଧାଳୁ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ।
    1
    ଇଦ୍-ଏ-ମିଲାଦ ବା ପୟଗମ୍ବର ମହମ୍ମଦଙ୍କ ଜନ୍ମଦିନ ପାଳିତ
 କରଞ୍ଜିଆ ସହର ସନ୍ନିକଟ ମଣ୍ଡୁଆ ମୁସଲିମ ସାହିରେ ଇଦ୍-ଏ-ମିଲାଦ ଅବସରରେ ପୟଗମ୍ବର ମହମ୍ମଦଙ୍କ ଜନ୍ମଦିନ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ମଣ୍ଡୁଆ ଆଜାଦ କ୍ଲବ ପକ୍ଷରୁ ବିଭିନ୍ନ ଧାର୍ମିକ ଓ ସାମାଜିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।

ମଣ୍ଡୁଆ ଆଜାଦ କ୍ଲବର ସଭାପତି ଏସ୍‌କେ ଗୁଡୁ ଓ ସମ୍ପାଦକ ଏସ୍‌କେ ହମିଦ ରାଜାଙ୍କ ତତ୍ତ୍ୱାବଧାନରେ ଏକ ବିଶାଳ ତଜିଆ ସଭାଯାତ୍ରା ଆୟୋଜିତ ହୋଇଥିଲା। ଗ୍ରାମର ମସଜିଦ ନିକଟରୁ ସୁସଜ୍ଜିତ ତଜିଆ ସହ ସଭାଯାତ୍ରା ବାହାରି ମଣ୍ଡୁଆ ଗ୍ରାମର ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲା। ସଭାଯାତ୍ରାରେ ଶହ ଶହ ମୁସଲିମ ସମ୍ପ୍ରଦାୟର ଲୋକ ସାମିଲ ହୋଇ ଇଦ୍-ଏ-ମିଲାଦର ଶୁଭେଚ୍ଛା ଜଣାଇଥିଲେ।

ସଭାଯାତ୍ରା ସମୟରେ ଧାର୍ମିକ ଭାବାବେଗର ପରିବେଶ ସୃଷ୍ଟି ହୋଇଥିବା ବେଳେ ଯୁବକ, ବୟସ୍କ ଓ ଛୋଟ ପିଲାମାନେ ମଧ୍ୟ ଉତ୍ସାହର ସହିତ ଏଥିରେ ସାମିଲ ହୋଇଥିଲେ। ଗ୍ରାମ ପରିକ୍ରମା ପରେ ସଭାଯାତ୍ରା ପୁଣି ମସଜିଦ ନିକଟରେ ପହଞ୍ଚି ସମାପ୍ତ ହୋଇଥିଲା।

କାର୍ଯ୍ୟକ୍ରମରେ ମଣ୍ଡୁଆ ଆଜାଦ କ୍ଲବର ସଦସ୍ୟ ଏସକେ ମଇନ,ଏସକେ କରିମ,ଏସକେ ସାଜୁ,ଏସକେ ରୁକୁ,ଏସକେ ନାନୁ,ଏସକେ ସୋହିଲ ସମେତ 
ସ୍ଥାନୀୟ ମୁସଲିମ ସମ୍ପ୍ରଦାୟର ବ୍ୟକ୍ତିବିଶେଷ ଓ ଶତାଧିକ ଶ୍ରଦ୍ଧାଳୁ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। 

    user_Shibaram naik
    Shibaram naik
    Nurse Anugul, Odisha•
    8 hrs ago
  • ବୌଦ୍ଧରୁ ୨୬ କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ ​ବୌଦ୍ଧ ଅବକାରୀ ବିଭାଗ ପକ୍ଷରୁ ମନମୁଣ୍ଡା ଥାନା ଲୁମୁରୁଜେନା ଗ୍ରାମରେ ଅବକାରୀ ଟିମ୍‌ ଚଢ଼ାଉ କରି ୨୬ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଜଣକୁ ​ଗିରଫ କରିଛି ।ଗିରଫ ଅଭିଯକ୍ତ ହେଲେ ରଞ୍ଜିତ କର୍ଣ୍ଣ (୪୫) ବୋଲି ଜଣାପଡ଼ିଛି । ତାଙ୍କ ନାମରେ ୨୯/୨୦୨୬-୨୭) ଏକ ମାମଲା ରୁଜୁକରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏ ଚଢାଉରେ ​ଅବକାରୀ ରେଞ୍ଜ ଇନ୍ସପେକ୍ଟର ଦିଲୀପ କୁମାର ଶତପଥୀ, ​ଅବକାରୀ ଇନ୍ସପେକ୍ଟର ଏସ୍‌.କେ. ମିଶ୍ର, ଏଏସ୍‌ଆଇ ଅସିତ୍ କୁମାର ପ୍ରଧାନ, କନଷ୍ଟେବଲ ନିରଞ୍ଜନ ମଲ୍ଲିକ, ଲୋକନାଥ ଭୋଇ ଓ ପଞ୍ଚମୀ ବେହେରାଙ୍କ ସମେତ ବିଭାଗୀୟ ଟିମ୍ ଏହି ଚଢ଼ାଉରେ ସାମିଲ ଥିଲେ।
    1
    ବୌଦ୍ଧରୁ ୨୬ କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ 
​ବୌଦ୍ଧ ଅବକାରୀ ବିଭାଗ ପକ୍ଷରୁ ମନମୁଣ୍ଡା ଥାନା ଲୁମୁରୁଜେନା ଗ୍ରାମରେ ଅବକାରୀ ଟିମ୍‌ ଚଢ଼ାଉ କରି
୨୬ କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହିତ ଜଣକୁ ​ଗିରଫ କରିଛି ।ଗିରଫ ଅଭିଯକ୍ତ ହେଲେ ରଞ୍ଜିତ କର୍ଣ୍ଣ (୪୫) ବୋଲି ଜଣାପଡ଼ିଛି । ତାଙ୍କ ନାମରେ ୨୯/୨୦୨୬-୨୭) ଏକ ମାମଲା ରୁଜୁକରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଏନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏ ଚଢାଉରେ ​ଅବକାରୀ ରେଞ୍ଜ ଇନ୍ସପେକ୍ଟର ଦିଲୀପ କୁମାର ଶତପଥୀ, ​ଅବକାରୀ ଇନ୍ସପେକ୍ଟର ଏସ୍‌.କେ. ମିଶ୍ର, ଏଏସ୍‌ଆଇ ଅସିତ୍ କୁମାର ପ୍ରଧାନ, କନଷ୍ଟେବଲ ନିରଞ୍ଜନ ମଲ୍ଲିକ, ଲୋକନାଥ ଭୋଇ ଓ ପଞ୍ଚମୀ ବେହେରାଙ୍କ ସମେତ ବିଭାଗୀୟ ଟିମ୍ ଏହି ଚଢ଼ାଉରେ ସାମିଲ ଥିଲେ।
    user_Ranjan Kumar Dash
    Ranjan Kumar Dash
    Local News Reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    16 hrs ago
  • ହିନ୍ଦୋଳ ବନ ବିଭାଗରେ ଅରାଜକତା. ହାତୀ ମଣିଷ ଲଢେଇ କେବଳ ତଳିଆ କର୍ମଚାରୀଙ୍କୁ ନିଲମ୍ବିତ ଏବଂ କ୍ଷତି ପୂରଣ ପରେ ବିଭାଗ ଚୁପ. ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ବନାଞ୍ଚଳରେ ବୃଦ୍ଧି ପାଉଛି ହାତୀ ମଣିଷ ଲଢେଇ. ମୃତକଙ୍କୁ କ୍ଷତି ପୂରଣ ଏବଂ ତଳିଆ କର୍ମଚାରୀଙ୍କୁ ନିଲମ୍ବିତ କରି ବିଭାଗ ଚୁପ. ସ୍ଥାୟୀ ସମାଧାନ ନହେଲେ ଜନ ଆନ୍ଦୋଳନ ଏଡାଇ ଦିଆ ଯାଇ ନପାରେ.
    1
    ହିନ୍ଦୋଳ ବନ ବିଭାଗରେ ଅରାଜକତା. ହାତୀ ମଣିଷ ଲଢେଇ କେବଳ ତଳିଆ କର୍ମଚାରୀଙ୍କୁ ନିଲମ୍ବିତ ଏବଂ କ୍ଷତି ପୂରଣ ପରେ ବିଭାଗ ଚୁପ.
ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ବନାଞ୍ଚଳରେ ବୃଦ୍ଧି ପାଉଛି ହାତୀ ମଣିଷ ଲଢେଇ. ମୃତକଙ୍କୁ କ୍ଷତି ପୂରଣ ଏବଂ ତଳିଆ କର୍ମଚାରୀଙ୍କୁ ନିଲମ୍ବିତ କରି ବିଭାଗ ଚୁପ. ସ୍ଥାୟୀ ସମାଧାନ ନହେଲେ ଜନ ଆନ୍ଦୋଳନ ଏଡାଇ ଦିଆ ଯାଇ ନପାରେ.
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    17 hrs ago
  • ନେପାଳ ରେ ବଡ଼ ଧରଣର ସ୍ୟଲାବ ଆଶିଛି ଯାହା ଅନେକ ଳୋକ ବସବାସ ହରେଇ ଛନ୍ତି ନେପାଳ ରେ ବଡ଼ ଧରଣର ସ୍ୟଲାବ ଆଶିଛି ଯାହା ଅନେକ ଳୋକ ବସବାସ ହରେଇ ଛନ୍ତି
    1
    ନେପାଳ ରେ ବଡ଼ ଧରଣର ସ୍ୟଲାବ ଆଶିଛି ଯାହା ଅନେକ ଳୋକ ବସବାସ ହରେଇ ଛନ୍ତି 
ନେପାଳ ରେ ବଡ଼ ଧରଣର ସ୍ୟଲାବ ଆଶିଛି ଯାହା ଅନେକ ଳୋକ ବସବାସ ହରେଇ ଛନ୍ତି
    user_Ghana Shyam Rana Digital Art
    Ghana Shyam Rana Digital Art
    Photographer ଜମନକିରା, ସମ୍ବଲପୁର, ଓଡ଼ିଶା•
    6 hrs ago
  • ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ଆଡ଼ଭୋକେଟ ଶ୍ୟାମ ଓଁ ପ୍ରସାଦ ମିଶ୍ରଙ୍କ ସଂଯୋଜନା ରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଓରମାସ ସିଇଓ ସମୀର କୁମାର ନାୟକ ଓ ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ଉପସ୍ଥିତ ଥିଲେ l ସମ୍ପାଦକ ଉମେଶ କୁମ୍ଭାରଙ୍କ ନିର୍ଦେଶନା ରେ ଅତିଥି ମାନଙ୍କ ଉଦେଶ୍ୟ ରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ ହେଇଥିଲା l ଜିଲ୍ଲାପାଳ ତାଙ୍କ ଭାବ ବିହଳ ବାର୍ତ୍ତା କହିଥିଲେ ଏ ମାଟି କୁ ଆସିଲା ପରେ ମାଟିର ବାସ୍ନା ମୋତେ ବିଭୋର କରିଛି ଏବଂ ମୁଁ ଏଇ ଅନୁଷ୍ଠାନରୁ ଗୀତ ଗାଇବା ଶିଖିଛି l ଉମେଶ ବାବୁ ସବୁ ବେଳେ ଗୀତ ଗାଇବା ପାଇଁ ମୋତେ ପ୍ରେରଣା ଦେଇଛନ୍ତି ମୁଁ କେବେ ଭୁଲି ପାରିବିନି ଅନୁଷ୍ଠାନ କୁ ଏବଂ ସମସ୍ତ ସଦସ୍ୟ ଓ ସଦସ୍ୟା ମାନଂକୁ l ଶେଷରେ ସଭାପତି ପ୍ରତ୍ୟୁଷ କୁମାର ମେହେର ଧନ୍ୟବାଦ ଦେଇଥିଲେ l
    1
    ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l 
ସୁବର୍ଣ୍ଣପୁର ଜିଲ୍ଲାର ନୃତ୍ୟ ଓ ସଂଗୀତ ଅନୁଷ୍ଠାନ ଭୀମ ଭୋଇ କଲା ପରିଷଦ ତରଫରୁ ମାନନୀୟ ଜିଲ୍ଲପାଳ ଡ଼ ନୃପରାଜ ସାହୁଙ୍କୁ ଭଵ୍ୟ ସମ୍ୱର୍ଦ୍ଧନା ଦିଆଯାଇଥିଲା ଅନୁଷ୍ଠାନ ରେ l ଆଡ଼ଭୋକେଟ  ଶ୍ୟାମ ଓଁ ପ୍ରସାଦ ମିଶ୍ରଙ୍କ ସଂଯୋଜନା ରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ସମାଜ ସେଵୀ ଶ୍ରୀବତ୍ସ ମଲ୍ଲିକ, ଓରମାସ ସିଇଓ ସମୀର କୁମାର ନାୟକ ଓ ପଏଁରୀ ସମ୍ପାଦକ ଚୌଧୁରୀ ବିଭାର ଉପସ୍ଥିତ ଥିଲେ l ସମ୍ପାଦକ ଉମେଶ କୁମ୍ଭାରଙ୍କ ନିର୍ଦେଶନା ରେ  ଅତିଥି ମାନଙ୍କ ଉଦେଶ୍ୟ ରେ ସୁନ୍ଦର ସ୍ୱାଗତ ସଂଗୀତ ପରିବେଷଣ ହେଇଥିଲା l ଜିଲ୍ଲାପାଳ ତାଙ୍କ ଭାବ ବିହଳ ବାର୍ତ୍ତା କହିଥିଲେ ଏ ମାଟି କୁ ଆସିଲା ପରେ ମାଟିର ବାସ୍ନା ମୋତେ ବିଭୋର କରିଛି ଏବଂ ମୁଁ ଏଇ ଅନୁଷ୍ଠାନରୁ ଗୀତ ଗାଇବା ଶିଖିଛି l ଉମେଶ ବାବୁ ସବୁ ବେଳେ ଗୀତ ଗାଇବା ପାଇଁ ମୋତେ ପ୍ରେରଣା ଦେଇଛନ୍ତି ମୁଁ କେବେ ଭୁଲି ପାରିବିନି ଅନୁଷ୍ଠାନ କୁ ଏବଂ ସମସ୍ତ ସଦସ୍ୟ ଓ ସଦସ୍ୟା ମାନଂକୁ l ଶେଷରେ ସଭାପତି ପ୍ରତ୍ୟୁଷ କୁମାର ମେହେର ଧନ୍ୟବାଦ ଦେଇଥିଲେ l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    3 hrs ago
  • ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି 🚩 ଜୟ ଗୁରୁ ରବିଦାସ 🚩 ସୁବର୍ଣ୍ଣପୁର ଜିଲ୍ଲା ଉଲଣ୍ଡା ବ୍ଲକ ଜଉଁରାଭଉଁରା ଗ୍ରାମ ରେ ଆଜି ତା-୨୬/୦୮/୨୬ ସକାଳ 12.30ରେପବିତ୍ର କଳସ ବନ୍ଦନ ଶୋଭାଯାତ୍ରା" ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି ସମସ୍ତ ପଞ୍ଚାୟତ ପ୍ରମୁଖ, ବୁତ୍ ସଭାପତି ବରିଷ୍ଠ କାର୍ଯ୍ୟକର୍ତ୍ତା ଓ ମଣ୍ଡଳ କମିଟିର ସମସ୍ତ ସଦ୍ୟସ ଉପସ୍ଥିତ ଥିଲେ ଏହି କାର୍ଯ୍ୟକ୍ରମରେ *ପ୍ରିୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଇଂ ରଘୁନାଥ ଜଗଦଲା ଉପସ୍ଥିତ ଥିଲେ
    1
    ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ  ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି
🚩 ଜୟ ଗୁରୁ ରବିଦାସ 🚩
ସୁବର୍ଣ୍ଣପୁର ଜିଲ୍ଲା ଉଲଣ୍ଡା ବ୍ଲକ ଜଉଁରାଭଉଁରା ଗ୍ରାମ ରେ ଆଜି ତା-୨୬/୦୮/୨୬ ସକାଳ
12.30ରେପବିତ୍ର କଳସ ବନ୍ଦନ ଶୋଭାଯାତ୍ରା" ଜଉଁରାଭଉଁରା ଗ୍ରାମପଞ୍ଚାୟତ ଛକ ଠାରୁ ଗ୍ରାମ ନାମ ମଣ୍ଡପ  ପର୍ଯ୍ୟନ୍ତ କଳସ ବନ୍ଧନ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି
ସମସ୍ତ ପଞ୍ଚାୟତ ପ୍ରମୁଖ, ବୁତ୍ ସଭାପତି ବରିଷ୍ଠ କାର୍ଯ୍ୟକର୍ତ୍ତା ଓ ମଣ୍ଡଳ କମିଟିର ସମସ୍ତ ସଦ୍ୟସ ଉପସ୍ଥିତ ଥିଲେ
ଏହି କାର୍ଯ୍ୟକ୍ରମରେ 
*ପ୍ରିୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଇଂ ରଘୁନାଥ ଜଗଦଲା ଉପସ୍ଥିତ ଥିଲେ
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    6 hrs ago
  • ଭୂମି ହିନ ହରିଜନ ପରିବାରକୁ ଗ୍ରାମବାସୀ ମାଡ଼ ମାରି ବାସ ସ୍ଥାନରୁ ହଟାଇବା ପାଇଁ କରୁଛନ୍ତି ଚକ୍ରାନ୍ତ ତହସିଲ ଅଫିସ୍ ଅଧିକାରୀ ମଧ୍ୟ କରୁଛନ୍ତି ଗ୍ରାମବାସୀଙ୍କୁ ସମର୍ଥନ, ଭୟଭୀତ ନିରୀହ ପରିବାର
    1
    ଭୂମି ହିନ ହରିଜନ ପରିବାରକୁ ଗ୍ରାମବାସୀ ମାଡ଼ ମାରି ବାସ ସ୍ଥାନରୁ ହଟାଇବା ପାଇଁ କରୁଛନ୍ତି ଚକ୍ରାନ୍ତ
ତହସିଲ ଅଫିସ୍ ଅଧିକାରୀ ମଧ୍ୟ କରୁଛନ୍ତି ଗ୍ରାମବାସୀଙ୍କୁ ସମର୍ଥନ, ଭୟଭୀତ ନିରୀହ ପରିବାର
    user_ସଞ୍ଜୟ ଦତ୍ତ ଆଚାର୍ଯ୍ୟ
    ସଞ୍ଜୟ ଦତ୍ତ ଆଚାର୍ଯ୍ୟ
    Voice of people ନୂଆଗାଁ, ନୟାଗଡ଼, ଓଡ଼ିଶା•
    6 hrs ago
  • ସୁବର୍ଣ୍ଣପୁର ମନ୍ଦିର ମାଳିନୀ ସହରର ସୁବର୍ଣ୍ଣମେରୁ ମନ୍ଦିର ଠାରେ ଆଜି ବାବା ଙ୍କ ଜଳସାଇ ହୋଇଯାଇଛି l ସୁବର୍ଣ୍ଣପୁର ମନ୍ଦିର ମାଳିନୀ ସହରର ସୁବର୍ଣ୍ଣମେରୁ ମନ୍ଦିର ଠାରେ ଆଜି ବାବା ଙ୍କ ଜଳସାଇ ହୋଇଯାଇଛି l ଏହି ଉତ୍ସବ ରେ ସହ ସହ ଭକ୍ତ ଙ୍କ ସମାବେଶ ହୋଇଥିଲା ଜଳସାଇ ପରେ ସମସ୍ତେ ଆନନ୍ଦ ରେ ପ୍ରସାଦ ସେବନ କଲେ l
    1
    ସୁବର୍ଣ୍ଣପୁର ମନ୍ଦିର ମାଳିନୀ ସହରର ସୁବର୍ଣ୍ଣମେରୁ ମନ୍ଦିର ଠାରେ ଆଜି ବାବା ଙ୍କ ଜଳସାଇ ହୋଇଯାଇଛି l
ସୁବର୍ଣ୍ଣପୁର ମନ୍ଦିର ମାଳିନୀ ସହରର ସୁବର୍ଣ୍ଣମେରୁ ମନ୍ଦିର ଠାରେ ଆଜି ବାବା ଙ୍କ ଜଳସାଇ ହୋଇଯାଇଛି l ଏହି ଉତ୍ସବ ରେ ସହ ସହ ଭକ୍ତ ଙ୍କ ସମାବେଶ ହୋଇଥିଲା ଜଳସାଇ ପରେ ସମସ୍ତେ ଆନନ୍ଦ ରେ ପ୍ରସାଦ ସେବନ କଲେ l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    23 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.