logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

on 6 August
user_User5115 Susanta Kumar Pattnaik
User5115 Susanta Kumar Pattnaik
Journalist Jatani, Khordha•
on 6 August

More news from ଓଡ଼ିଶା and nearby areas
  • Post by Swadhin kumar behera
    1
    Post by Swadhin kumar behera
    user_Swadhin kumar behera
    Swadhin kumar behera
    Dancer କୋଡ଼ାଳା, ଗଞ୍ଜାମ, ଓଡ଼ିଶା•
    1 hr ago
  • Post by Subrat Behera
    1
    Post by Subrat Behera
    user_Subrat Behera
    Subrat Behera
    Journalist ପୋଲସରା, ଗଞ୍ଜାମ, ଓଡ଼ିଶା•
    1 hr ago
  • ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳିତ,ହଜାର ହଜାର ବିଜୁ ପ୍ରେମିଙ୍କ ଯୋଗଦାନ.... ପ୍ରବାଦ ପୁରୁଷ ବିଜୁ ପଟନାୟକଙ୍କ ନାମରେ ଗଠିତ ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପୋଲସରା ଏନ୍ ଏ ସି ର ମାତୃଶକ୍ତି କଲ୍ଯାଣ ମଣ୍ଡପ ଠାରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ କର୍ମକର୍ତ୍ତାଙ୍କୁ ନେଇ ଡିସେମ୍ବର ୨୬ ତାରିଖ ଦିନ ପାଳିତ ହୋଇଯାଇଛି।
    1
    ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳିତ,ହଜାର ହଜାର ବିଜୁ ପ୍ରେମିଙ୍କ ଯୋଗଦାନ....
ପ୍ରବାଦ ପୁରୁଷ ବିଜୁ ପଟନାୟକଙ୍କ ନାମରେ ଗଠିତ ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପୋଲସରା ଏନ୍ ଏ ସି ର ମାତୃଶକ୍ତି କଲ୍ଯାଣ ମଣ୍ଡପ ଠାରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ କର୍ମକର୍ତ୍ତାଙ୍କୁ ନେଇ ଡିସେମ୍ବର ୨୬ ତାରିଖ ଦିନ ପାଳିତ ହୋଇଯାଇଛି।
    user_Ganjam Khabar
    Ganjam Khabar
    Journalist ଗଞ୍ଜାମ, ଗଞ୍ଜାମ, ଓଡ଼ିଶା•
    6 hrs ago
  • *କୁକୁଡ଼ାଖଣ୍ତି ଠାରେ ବିଜୁ ଜନତା ଦଳର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ* #live_odisha_news_update #published_from #Brahamapur #kukudakhandi
    1
    *କୁକୁଡ଼ାଖଣ୍ତି ଠାରେ ବିଜୁ ଜନତା ଦଳର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ*
#live_odisha_news_update #published_from #Brahamapur #kukudakhandi
    user_Live Odisha NewsUpdate District reporter
    Live Odisha NewsUpdate District reporter
    Journalist Brahmapur Sadar, Ganjam•
    10 hrs ago
  • ବୌଦ୍ଧ: ସମର୍ପଣ ଯୁବକ ସଂଘ କରିଲା ଏଭଳି କାର୍ଯ୍ୟ, ଲୋକ କରୁଛନ୍ତି ପ୍ରଶଂସା
    1
    ବୌଦ୍ଧ: ସମର୍ପଣ ଯୁବକ ସଂଘ କରିଲା ଏଭଳି କାର୍ଯ୍ୟ, ଲୋକ କରୁଛନ୍ତି ପ୍ରଶଂସା
    user_Ranjan Kumar Dash
    Ranjan Kumar Dash
    Journalist Baudh Sadar, Boudh•
    6 hrs ago
  • "ମହିମା" ସୁବର୍ଣ୍ଣପୁର ଲୋକ ମହୋତ୍ସବ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା - ୨୦୨୬ ର ଜିଲ୍ଲା ସାରା ବ୍ୟାପକ ପ୍ରଚାର ଓ ପ୍ରସାର ପାଇଁ ‘ମହିମା’ ରଥର ଶୁଭାରମ୍ଭ। ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ "ମହିମା" ସୁବର୍ଣ୍ଣପୁର ଲୋକ ମହୋତ୍ସବ ଏବଂ ରାଜ୍ୟ ସ୍ତରୀୟ ପଲ୍ଲିଶ୍ରୀ ମେଳା-୨୦୨୬ ର ସମଗ୍ର ଜିଲ୍ଲାରେ ପ୍ରଚାର ଓ ପ୍ରସାର ପାଇଁ 'ମହିମା' ରଥକୁ ସବୁଜ ପତାକା ଦେଖାଇ ଉଦଘାଟନ କରିଛନ୍ତି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ । ଏହି ଅବସରରେ ସୁବର୍ଣ୍ଣପୁର,ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ଶ୍ରୀ ରାଜେନ୍ଦ୍ର ମାଝୀ ଓ ଜିଲ୍ଲା ସଂସ୍କୃତି ଅଧିକାରୀ, ସୁବର୍ଣ୍ଣପୁର, ସୁଶ୍ରୀ ଯମୁନା ପ୍ରଧାନ ପ୍ରମୁଖ ରଥର ଉଦଘାଟଣ ସମୟରେ ଉପସ୍ଥିତ ଥିଲେ । "ମହିମା" ରଥ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତ, ବ୍ଲକ, ସୋନପୁର ମ୍ୟୁନିସିପାଲଟି ଓ ସମସ୍ତ୍ତ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ଜିଲ୍ଲା ସଦର ମହକୁମା ରେ ଜିଲ୍ଲା ମହୋତ୍ସବ ବିଷୟରେ ବ୍ୟାପକ ପ୍ରଚାର ପ୍ରସାର କରିବ ଏବଂ ଆସନ୍ତା 'ମହିମା' ସୁବର୍ଣ୍ଣପୁର ଲୋକ ମହୋତ୍ସବ ଓ ରାଜ୍ୟସ୍ତରୀୟ ପଲ୍ଲିଶ୍ରୀ ମେଳା- ୨୦୨୬ ଯାହା ସୁବର୍ଣ୍ଣପୁର ଜିଲ୍ଲାସ୍ଥିତ ରାମେଶ୍ୱର ଷ୍ଟାଡିୟମ ରେ ଜାନୁଆରୀ ୭-୧୧ ଯାଏ ଆୟୋଜିତ ହେବ, ସେ ବିଷୟରେ ଜିଲ୍ଲାବାସୀଙ୍କୁ ଅବଗତ କରିବ । ଏହି "ମହିମା" ରଥ ମାଧ୍ୟମରେ ଜିଲ୍ଲାର ସମସ୍ତ ଜିଲ୍ଲାବାସୀଙ୍କୁ ଅନୁରୋଧ କରାଯାଉଛି, ଯେ ଆସନ୍ତା ୫ ଦିନିଆ ଜିଲ୍ଲା ମହୋତ୍ସବ ରେ ଜିଲ୍ଲାର ବିଭିନ୍ନ ବ୍ଲକ ଏବଂ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ସାଂସ୍କୃତିକ ଦଳ ମାନଙ୍କର ଲୋକ ସଂସ୍କୃତି, ଲୋକକଳା ଓ ଲୋକ ନୃତ୍ୟ ପରିବେଷଣ କୁ ଉପଭୋଗ କରିବା ହେବେ ଏବଂ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାରେ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ମାନଙ୍କର କ୍ରୟ ବିକ୍ରୟରେ ସାମିଲ ହେବା ପାଇଁ ଅନୁରୋଧ କରିଛି । ଏହି ରଥ ଜିଲ୍ଲାର କୋଣ ଅନୁକୋଣରେ ବୁଲିବ ଆସନ୍ତା 'ମହିମା' ମହୋତ୍ସବର ଶୁଭାରମ୍ଭ ହେବା ଦିନ ପର୍ଯ୍ୟନ୍ତ । ଏହି "ମହିମା" ରଥ ଉଦଘାଟନ ସମୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ,ସୋନପୁର ଶ୍ରୀ ପ୍ରତୀକ କର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଶ୍ରୀମତୀ ଅନିତା ଗୁରୁ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ, ଶ୍ରୀ ଚତୁର୍ଭୁଜ ଦାସ ଙ୍କ ସମେତ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଏହି ଅବସରରେ ଖଳିଆପାଲି ସ୍ଥିତ ଭୀମଭୋଇ ମହିମା ମଠ ଆଶ୍ରମର ମହିମା ଧର୍ମର ସାଧୁ, ସନ୍ୟାସିନୀ, ମହିମା ଧର୍ମାବଲମ୍ବୀ ବହୁତ ଭକ୍ତ ବୃନ୍ଦ ଓ ଜନସାଧାରଣଙ୍କ ସମେତ ବିଭିନ୍ନ ସମ୍ବାଦ ପତ୍ର ଗୁଡିକର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗ ଦେଇଥିଲେ ।
    2
    "ମହିମା" ସୁବର୍ଣ୍ଣପୁର ଲୋକ ମହୋତ୍ସବ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା - ୨୦୨୬ ର ଜିଲ୍ଲା ସାରା ବ୍ୟାପକ ପ୍ରଚାର ଓ ପ୍ରସାର ପାଇଁ ‘ମହିମା’ ରଥର ଶୁଭାରମ୍ଭ। 
ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ "ମହିମା" ସୁବର୍ଣ୍ଣପୁର ଲୋକ ମହୋତ୍ସବ ଏବଂ ରାଜ୍ୟ ସ୍ତରୀୟ ପଲ୍ଲିଶ୍ରୀ ମେଳା-୨୦୨୬ ର ସମଗ୍ର ଜିଲ୍ଲାରେ ପ୍ରଚାର ଓ ପ୍ରସାର ପାଇଁ 'ମହିମା' ରଥକୁ ସବୁଜ ପତାକା ଦେଖାଇ ଉଦଘାଟନ କରିଛନ୍ତି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ । ଏହି ଅବସରରେ ସୁବର୍ଣ୍ଣପୁର,ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ଶ୍ରୀ ରାଜେନ୍ଦ୍ର ମାଝୀ ଓ ଜିଲ୍ଲା ସଂସ୍କୃତି ଅଧିକାରୀ, ସୁବର୍ଣ୍ଣପୁର, ସୁଶ୍ରୀ ଯମୁନା ପ୍ରଧାନ ପ୍ରମୁଖ ରଥର ଉଦଘାଟଣ ସମୟରେ ଉପସ୍ଥିତ ଥିଲେ ।
"ମହିମା" ରଥ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତ, ବ୍ଲକ, ସୋନପୁର ମ୍ୟୁନିସିପାଲଟି ଓ ସମସ୍ତ୍ତ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ଜିଲ୍ଲା ସଦର ମହକୁମା ରେ ଜିଲ୍ଲା ମହୋତ୍ସବ ବିଷୟରେ ବ୍ୟାପକ ପ୍ରଚାର ପ୍ରସାର କରିବ ଏବଂ ଆସନ୍ତା 'ମହିମା' ସୁବର୍ଣ୍ଣପୁର ଲୋକ ମହୋତ୍ସବ ଓ ରାଜ୍ୟସ୍ତରୀୟ ପଲ୍ଲିଶ୍ରୀ ମେଳା- ୨୦୨୬ ଯାହା ସୁବର୍ଣ୍ଣପୁର ଜିଲ୍ଲାସ୍ଥିତ ରାମେଶ୍ୱର ଷ୍ଟାଡିୟମ ରେ ଜାନୁଆରୀ ୭-୧୧ ଯାଏ ଆୟୋଜିତ ହେବ, ସେ ବିଷୟରେ ଜିଲ୍ଲାବାସୀଙ୍କୁ ଅବଗତ କରିବ ।
ଏହି "ମହିମା" ରଥ ମାଧ୍ୟମରେ ଜିଲ୍ଲାର  ସମସ୍ତ ଜିଲ୍ଲାବାସୀଙ୍କୁ ଅନୁରୋଧ କରାଯାଉଛି, ଯେ ଆସନ୍ତା ୫ ଦିନିଆ ଜିଲ୍ଲା ମହୋତ୍ସବ ରେ ଜିଲ୍ଲାର ବିଭିନ୍ନ ବ୍ଲକ ଏବଂ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ସାଂସ୍କୃତିକ ଦଳ ମାନଙ୍କର ଲୋକ ସଂସ୍କୃତି, ଲୋକକଳା ଓ ଲୋକ ନୃତ୍ୟ ପରିବେଷଣ କୁ ଉପଭୋଗ କରିବା ହେବେ ଏବଂ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାରେ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ମାନଙ୍କର କ୍ରୟ ବିକ୍ରୟରେ ସାମିଲ ହେବା ପାଇଁ ଅନୁରୋଧ କରିଛି । ଏହି ରଥ ଜିଲ୍ଲାର କୋଣ ଅନୁକୋଣରେ ବୁଲିବ ଆସନ୍ତା 'ମହିମା' ମହୋତ୍ସବର ଶୁଭାରମ୍ଭ ହେବା ଦିନ ପର୍ଯ୍ୟନ୍ତ ।  
ଏହି "ମହିମା" ରଥ ଉଦଘାଟନ ସମୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ,ସୋନପୁର ଶ୍ରୀ ପ୍ରତୀକ କର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଶ୍ରୀମତୀ ଅନିତା ଗୁରୁ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ, ଶ୍ରୀ ଚତୁର୍ଭୁଜ ଦାସ ଙ୍କ ସମେତ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଏହି ଅବସରରେ ଖଳିଆପାଲି ସ୍ଥିତ ଭୀମଭୋଇ ମହିମା ମଠ ଆଶ୍ରମର ମହିମା ଧର୍ମର ସାଧୁ, ସନ୍ୟାସିନୀ,  ମହିମା ଧର୍ମାବଲମ୍ବୀ ବହୁତ ଭକ୍ତ ବୃନ୍ଦ ଓ ଜନସାଧାରଣଙ୍କ ସମେତ ବିଭିନ୍ନ ସମ୍ବାଦ ପତ୍ର ଗୁଡିକର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗ ଦେଇଥିଲେ ।
    user_Premananda Naik
    Premananda Naik
    ବୀରମହାରାଜପୁର, ସୋନପୁର, ଓଡ଼ିଶା•
    8 hrs ago
  • Post by Jay kala _ jay Kalinga
    1
    Post by Jay kala _ jay Kalinga
    user_Jay kala _ jay Kalinga
    Jay kala _ jay Kalinga
    କୋଡ଼ାଳା, ଗଞ୍ଜାମ, ଓଡ଼ିଶା•
    8 hrs ago
  • Post by Subrat Behera
    1
    Post by Subrat Behera
    user_Subrat Behera
    Subrat Behera
    Journalist ପୋଲସରା, ଗଞ୍ଜାମ, ଓଡ଼ିଶା•
    6 hrs ago
  • #ଯାତ୍ରୀଙ୍କ_ସତର୍କତା_ଯୋଗୁଁ_ଅଳ୍ପକେ_ଟଳିଲା_ଦୁର୍ଘଟଣା ଏକ ଦ୍ରୁତଗାମୀ ଟ୍ରେନ୍ ମାଡ଼ି ଆସୁଥ‌ିବା ବେଳେ କିଛି ରେଳ କର୍ମଚାରୀ ଧାରଣା ଉପରେ ମରାମତି କାର୍ଯ୍ୟ କରୁଥିଲେ। ସେମାନେ ଟ୍ରେନ୍ ଆସିବା ବିଷୟରେ ଜାଣିପାରି ନଥିଲେ। ଏହି ସମୟରେ ନିକଟସ୍ଥ ଅନ୍ୟ ଏକ ଟ୍ରେନରେ ଥିବା ଯାତ୍ରୀମାନେ ବିପଦକୁ ଦେଖି ଚିତ୍କାର କରିଥିଲେ ଏବଂ ଟ୍ରେନ୍ ଆସୁଥିବା ସୂଚନା ଦେଇଥିଲେ। ଯାତ୍ରୀଙ୍କ ଚିତ୍କାର ଶୁଣି ଶ୍ରମିକମାନେ ତୁରନ୍ତ ଧାରଣା ଉପରୁ ଦୂରକୁ ଚାଲିଯାଇଥିଲେ ଏବଂ ଟ୍ରେନ୍‌ଟି ସେଠାରୁ ଦ୍ରୁତଗତିରେ ଚାଲିଯାଇଥିଲା। ଯାତ୍ରୀମାନଙ୍କ ସତର୍କତା ଯୋଗୁଁ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି । #viralvideo #train #indianrailways #viralnews #share #accidentnews
    1
    #ଯାତ୍ରୀଙ୍କ_ସତର୍କତା_ଯୋଗୁଁ_ଅଳ୍ପକେ_ଟଳିଲା_ଦୁର୍ଘଟଣା
ଏକ ଦ୍ରୁତଗାମୀ ଟ୍ରେନ୍ ମାଡ଼ି ଆସୁଥ‌ିବା ବେଳେ କିଛି ରେଳ କର୍ମଚାରୀ ଧାରଣା ଉପରେ ମରାମତି କାର୍ଯ୍ୟ କରୁଥିଲେ। ସେମାନେ ଟ୍ରେନ୍ ଆସିବା ବିଷୟରେ ଜାଣିପାରି ନଥିଲେ। ଏହି ସମୟରେ ନିକଟସ୍ଥ ଅନ୍ୟ ଏକ ଟ୍ରେନରେ ଥିବା ଯାତ୍ରୀମାନେ ବିପଦକୁ ଦେଖି ଚିତ୍କାର କରିଥିଲେ ଏବଂ ଟ୍ରେନ୍ ଆସୁଥିବା ସୂଚନା ଦେଇଥିଲେ। ଯାତ୍ରୀଙ୍କ ଚିତ୍କାର ଶୁଣି ଶ୍ରମିକମାନେ ତୁରନ୍ତ ଧାରଣା ଉପରୁ ଦୂରକୁ ଚାଲିଯାଇଥିଲେ ଏବଂ ଟ୍ରେନ୍‌ଟି ସେଠାରୁ ଦ୍ରୁତଗତିରେ ଚାଲିଯାଇଥିଲା। ଯାତ୍ରୀମାନଙ୍କ ସତର୍କତା ଯୋଗୁଁ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି ।
#viralvideo #train #indianrailways #viralnews #share #accidentnews
    user_Ganjam Khabar
    Ganjam Khabar
    Journalist ଗଞ୍ଜାମ, ଗଞ୍ଜାମ, ଓଡ଼ିଶା•
    12 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.