ଗ୍ରୀଷ୍ମ ପ୍ରବାହ ପାଇଁ ପ୍ରଶାସନର ବଡ଼ ନିଷ୍ପତ୍ତି ୨୨ ରୁ ୨୫ ତାରିଖ ଯାଏଁ ଶିକ୍ଷାନୁଷ୍ଠାନ ବନ୍ଦ ମାଲକାନଗିରି, ୨୧/୪(ଭଲଖବର ) ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ନେଇ ଏକ ବଡ଼ ଘୋଷଣା କରାଯାଇଛି। ଜିଲ୍ଲାରେ ପ୍ରକଟ ହୋଇଥିବା ପ୍ରବଳ ତାତି ଓ ଗୁଳୁଗୁଳିରୁ ଛାତ୍ରଛାତ୍ରୀମାନଙ୍କ ସ୍ୱାସ୍ଥ୍ୟକୁ ସୁରକ୍ଷିତ ରଖିବା ପାଇଁ ଆସନ୍ତା ଏପ୍ରିଲ ୨୨ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଛାତ୍ରଛାତ୍ରୀମାନଙ୍କ ପାଇଁ ବନ୍ଦ ରଖିବା ପାଇଁ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ବିଦ୍ୟାଳୟ ପାଇଁ ଲାଗୁ ହେବ। ତେବେ ପଞ୍ଚମ ଓ ଅଷ୍ଟମ ଶ୍ରେଣୀର ସପ୍ଲିମେଣ୍ଟାରୀ ପରୀକ୍ଷା ଓସେପା ଦ୍ୱାରା ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଜାରି ରହିବ। ଏହା ସହିତ ବିଏସଇ , ସିଏଚଏସଇ, ସିବିଏସଇ ଏବଂ ଆଇସିଏସଇ ଦ୍ୱାରା ପରିଚାଳିତ ଅନ୍ୟ କୌଣସି ନିର୍ଦ୍ଧାରିତ ପରୀକ୍ଷା ମଧ୍ୟ ପୂର୍ବ କାର୍ଯ୍ୟକ୍ରମ ଅନୁଯାୟୀ ଅନୁଷ୍ଠିତ ହେବ। ପରୀକ୍ଷା ସମୟରେ ପରୀକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଶିକ୍ଷାନୁଷ୍ଠାନ ମୁଖ୍ୟମାନେ ପର୍ଯ୍ୟାପ୍ତ ପାନୀୟ ଜଳ, ଓଆରଏସ ଏବଂ ପ୍ରାଥମିକ ଚିକିତ୍ସା ବ୍ୟବସ୍ଥା ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍କୁଲଗୁଡ଼ିକ ଛାତ୍ରଛାତ୍ରୀଙ୍କ ପାଇଁ ବନ୍ଦ ରହିଲେ ମଧ୍ୟ ନାମଲେଖା, ପ୍ରଶାସନିକ କାର୍ଯ୍ୟ ଏବଂ ଜନଗଣନା ପରି ଜରୁରୀ କାର୍ଯ୍ୟ ଚାଲୁ ରହିବ। ଏଥିପାଇଁ ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀମାନେ ସକାଳ ୦୬:୩୦ ରୁ ୧୦:୩୦ ପର୍ଯ୍ୟନ୍ତ ବିଦ୍ୟାଳୟରେ ଉପସ୍ଥିତ ରହିବାକୁ ବାଧ୍ୟତାମୂଳକ କରାଯାଇଛି ବୋଲି ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

- #ଆରମ୍ଭ_ହେବ_ଦମୟନ୍ତୀସାଗର_ପୁନଃରୁଦ୍ଧାର_କାଯ୍ୟ ଦମୟନ୍ତୀ ସାଗରର ପୁନଃରୁଦ୍ଧାର ନିମନ୍ତେ ସମୀକ୍ଷା ବୈଠକ1
- ପବିତ୍ର ଅକ୍ଷୟ ତୃତୀୟାରେ ଶ୍ୱେତ ସୁବର୍ଣ୍ଣ କ୍ଷେତ୍ର, ଦାମନଯୋଡିର ଶ୍ରୀଜଗନ୍ନାଥ ମନ୍ଦିରରେ ଶ୍ରୀ ଜୀଉଙ୍କ ଚନ୍ଦନଲାଗି,ସ୍ଵତନ୍ତ୍ର ପୂଜାର୍ଚ୍ଚନା ଏବଂ ଚାପଖେଳ ଅନୁଷ୍ଠିତ ହୋଇଯାଇଛି। ଏହାସହିତ ମନ୍ଦିରର ରଥ ଖଳା ଠାରେ ରଥକାଠ ଅନୁକୂଳ ନୀତି ଅନୁଷ୍ଠିତ ହୋଇଥିଲା।ମହାପ୍ରଭୂଙ୍କ ଆଜ୍ଞାମାଳ ଆସିବା ପରେ ସ୍ବତନ୍ତ୍ର ପୂଜା,ହୋମ ଆଦି କରାଯାଇ ରଥକାଠ ଅନୁକୂଳ କରାଯାଇଥିଲା। ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା ସମିତି ସମ୍ପାଦକ କୈଳାସ ସେନାପତି କର୍ତ୍ତା ଦାୟିତ୍ଵ ତୁଲାଇଥିଲା ବେଳେ ପରମ୍ପରା ଅନୁସାରେ ମୁଖ୍ୟ ବିଶ୍ୱକର୍ମା ବବୁଲୁ ମହାରଣା ରଥକାଠ ଅନୁକୂଳ କରିଥିଲେ।ସନ୍ଧ୍ୟାରେ ମନ୍ଦିର ପରିସରରେ ଥିବା ନରେନ୍ଦ୍ର ପୁଷ୍କରିଣୀରେ ଏକ ସୁସଜ୍ଜିତ ଡଙ୍ଗାରେ ଶ୍ରୀମଦନମୋହନଙ୍କ ଚାପଖେଳ ଅନୁଷ୍ଠିତ ହୋଇଥିଲା।ନାଲକୋ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅମରେନ୍ଦ୍ର କୁମାର ମିଶ୍ର ଚାପ ଖେଳରେ ଉପସ୍ଥିତ ରହି ଶ୍ରୀଜୀଉଙ୍କ ସେବା ନୀତି କରିଥିଲେ। ମନ୍ଦିର ପରିଚାଳନା ସମିତି ସଭାପତି ତଥା ନାଲକୋ ମୁଖ୍ୟ ମହାପ୍ରବନ୍ଧକ ସଞ୍ଜୟ କୁମାର ପଟ୍ଟନାୟକଙ୍କ ସହ ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।1
- Post by HABIL DONGRI1
- କଲନରା ବ୍ଲକ ଅନ୍ତର୍ଗତ ତଳ ଶିକାବାଡି ଗ୍ରାମରେ ବୁଧବାର ଦିନ ସିପିଆଇ (ଏମଏଲ) ଲିବରେସନ ତରଫରୁ ୫୮ ତମ ପାର୍ଟି ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି।1
- video like share comment follow kar please 🙏1
- Post by ମଳୟ ବେନୁଆଁ.1
- WhatsApp earning app application1
- ମଧ୍ୟାହ୍ନ ଭୋଜନରେ ଲୁଣ ଚାଖି ଭାତ ଖାଇଲେ ଛାତ୍ର ଛାତ୍ରୀ,ସହକାରୀ ଶିକ୍ଷକ ନିଲମ୍ୱିତ #kandhamal #DeshDuniyaKhabar241