logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବେଡାପଡା ଗାଁରେ ସୋଲାର ତାର ବିଦ୍ୟୁତ ତାର ସାଂଯୋଗ ଫଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଲଥିଲା. ଆଜି ପୋଲିସ ଏହି ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି. ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ରାସୋଳ ଥାନା ବେଡାପଡା ଗାଁରେ ଗତକାଲି ସୋଲାର ତାର ସହ ବିଦ୍ୟୁତ ସାଂଯୋଗ ଫଳରେ ଗାଁର ଉପମା ବେହେରା ନାମକ ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇଥିଲା. ଆଜି ରାସୋଳ ପୋଲିସ ଏହି ଘଟଣାରେ ଗୌରାଙ୍ଗ ଗଡ଼ନାୟକ ନାମକ ଜଣେ ବ୍ୟକ୍ତି ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି.

4 hrs ago
user_BIKRAM SAHU
BIKRAM SAHU
City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
4 hrs ago

ବେଡାପଡା ଗାଁରେ ସୋଲାର ତାର ବିଦ୍ୟୁତ ତାର ସାଂଯୋଗ ଫଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଲଥିଲା. ଆଜି ପୋଲିସ ଏହି ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି. ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ରାସୋଳ ଥାନା ବେଡାପଡା ଗାଁରେ ଗତକାଲି ସୋଲାର ତାର ସହ ବିଦ୍ୟୁତ ସାଂଯୋଗ ଫଳରେ ଗାଁର ଉପମା ବେହେରା ନାମକ ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇଥିଲା. ଆଜି ରାସୋଳ ପୋଲିସ ଏହି ଘଟଣାରେ ଗୌରାଙ୍ଗ ଗଡ଼ନାୟକ ନାମକ ଜଣେ ବ୍ୟକ୍ତି ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି.

More news from ଓଡ଼ିଶା and nearby areas
  • ବେଡାପଡା ଗାଁରେ ସୋଲାର ତାର ବିଦ୍ୟୁତ ତାର ସାଂଯୋଗ ଫଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଲଥିଲା. ଆଜି ପୋଲିସ ଏହି ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି. ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ରାସୋଳ ଥାନା ବେଡାପଡା ଗାଁରେ ଗତକାଲି ସୋଲାର ତାର ସହ ବିଦ୍ୟୁତ ସାଂଯୋଗ ଫଳରେ ଗାଁର ଉପମା ବେହେରା ନାମକ ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇଥିଲା. ଆଜି ରାସୋଳ ପୋଲିସ ଏହି ଘଟଣାରେ ଗୌରାଙ୍ଗ ଗଡ଼ନାୟକ ନାମକ ଜଣେ ବ୍ୟକ୍ତି ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି.
    1
    ବେଡାପଡା ଗାଁରେ ସୋଲାର ତାର ବିଦ୍ୟୁତ ତାର ସାଂଯୋଗ ଫଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଲଥିଲା. ଆଜି ପୋଲିସ ଏହି ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି.
ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ରାସୋଳ ଥାନା ବେଡାପଡା ଗାଁରେ ଗତକାଲି ସୋଲାର ତାର ସହ ବିଦ୍ୟୁତ ସାଂଯୋଗ ଫଳରେ ଗାଁର ଉପମା ବେହେରା ନାମକ ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇଥିଲା. ଆଜି ରାସୋଳ  ପୋଲିସ ଏହି ଘଟଣାରେ ଗୌରାଙ୍ଗ ଗଡ଼ନାୟକ ନାମକ ଜଣେ ବ୍ୟକ୍ତି ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି.
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    4 hrs ago
  • ଗଣେଶ ପୂଜା ପାଇଁ ତାଳଚେର ସହର ଚଳଚଞ୍ଚଳ, ସୁସଜିତ ଆଲୋକ ମାଳାରେ ଝଲସୁଛି ପୂଜା ମଣ୍ଡପ ତାଳଚେର :- ଗତ ସେପ୍ଟେମ୍ବର ୧୪ ରୁ ଆରମ୍ଭ ହୋଇଥିବା ପ୍ରସିଦ୍ଧ ତାଳଚେର ଗଣେଶ ପୂଜା ପାଇଁ ତାଳଚେର ସହର ଚଳଚଞ୍ଚଳ ହୋଇ ଉଠିଛି l ସୁସଜିତ ଆଲୋକ ମାଳାରେ ଝଲସୁଛି ପ୍ରଭୁ ଗଣପତି ଙ୍କ ପୂଜା ମଣ୍ଡପ l ପ୍ରାୟ ୧୦୦ ଟି ପୂଜା ମଣ୍ଡପରେ ପ୍ରଭୁ ଗଜାନନ ପୂଜା ପାଉଛନ୍ତି l ଅପରାହ୍ନରୁ ସହରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହୁଛି l ସହର ମଧ୍ୟରେ ବିଭିନ୍ନ ପ୍ରକାରର ଦୋକାନ ସାଙ୍ଗକୁ ଦୋଳି ପଡିବା ଯୋଗୁଁ ଏହାର ମଜା ନେଉଛନ୍ତି ଶ୍ରଦ୍ଧାଳୁ l ଆସନ୍ତା ସେପ୍ଟେମ୍ବର ୨୬ ରିଖରେ ବାବା ଗଣେଶଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହେବ ବୋଲି କେନ୍ଦ୍ରୀୟ କମିଟି ପକ୍ଷରୁ ନିଷ୍ପତି ନିଆଯାଇଛି l ତାଳଚେର ଟାଉନ ଠାରୁ ହାଣ୍ଡିଧୁଆ ପର୍ଯ୍ୟନ୍ତ ଗହଳି ଲାଗି ରହିଛି l କେତେକ ପୂଜା ମଣ୍ଡପରେ ସଂନ୍ଧ୍ୟାରେ ଗଣେଶଙ୍କ ଲଡ଼ୁ ଭୋଗ ଶ୍ରଦ୍ଧାଳୁ ମାନଙ୍କୁ ଦିଆଯାଉଥିବାର ଦେଖିବାକୁ ମିଳିଛି l ପାଗ ଅନୁକୂଳ ଥିବାରୁ ଗହଳି ହେଉଛି l ପୂଜାକୁ ଦୃଷ୍ଟିରେ ରଖି ସହରରେ ଶାନ୍ତି ଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି l ତାଳଚେର କଲେଜ ପଡିଆ ଏବଂ ବାଇପାସ ପଡିଆ ଠାରେ ମିନବଜାର ଓ ଦୋଳି ପଡିଛି l
    1
    ଗଣେଶ ପୂଜା ପାଇଁ ତାଳଚେର ସହର ଚଳଚଞ୍ଚଳ, ସୁସଜିତ ଆଲୋକ ମାଳାରେ ଝଲସୁଛି ପୂଜା ମଣ୍ଡପ 
ତାଳଚେର :- ଗତ ସେପ୍ଟେମ୍ବର ୧୪ ରୁ ଆରମ୍ଭ ହୋଇଥିବା ପ୍ରସିଦ୍ଧ ତାଳଚେର ଗଣେଶ ପୂଜା ପାଇଁ ତାଳଚେର ସହର ଚଳଚଞ୍ଚଳ ହୋଇ ଉଠିଛି l ସୁସଜିତ ଆଲୋକ ମାଳାରେ ଝଲସୁଛି ପ୍ରଭୁ ଗଣପତି ଙ୍କ ପୂଜା ମଣ୍ଡପ l ପ୍ରାୟ ୧୦୦ ଟି ପୂଜା ମଣ୍ଡପରେ ପ୍ରଭୁ ଗଜାନନ ପୂଜା ପାଉଛନ୍ତି l ଅପରାହ୍ନରୁ ସହରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହୁଛି l ସହର ମଧ୍ୟରେ ବିଭିନ୍ନ ପ୍ରକାରର ଦୋକାନ ସାଙ୍ଗକୁ ଦୋଳି ପଡିବା ଯୋଗୁଁ ଏହାର ମଜା ନେଉଛନ୍ତି ଶ୍ରଦ୍ଧାଳୁ l ଆସନ୍ତା ସେପ୍ଟେମ୍ବର ୨୬ ରିଖରେ ବାବା ଗଣେଶଙ୍କ ଭସାଣି ଉତ୍ସବ ଅନୁଷ୍ଠିତ ହେବ ବୋଲି କେନ୍ଦ୍ରୀୟ କମିଟି ପକ୍ଷରୁ ନିଷ୍ପତି ନିଆଯାଇଛି l ତାଳଚେର ଟାଉନ ଠାରୁ ହାଣ୍ଡିଧୁଆ ପର୍ଯ୍ୟନ୍ତ ଗହଳି ଲାଗି ରହିଛି l କେତେକ ପୂଜା ମଣ୍ଡପରେ ସଂନ୍ଧ୍ୟାରେ ଗଣେଶଙ୍କ ଲଡ଼ୁ ଭୋଗ ଶ୍ରଦ୍ଧାଳୁ ମାନଙ୍କୁ ଦିଆଯାଉଥିବାର ଦେଖିବାକୁ ମିଳିଛି l ପାଗ ଅନୁକୂଳ ଥିବାରୁ ଗହଳି ହେଉଛି l ପୂଜାକୁ ଦୃଷ୍ଟିରେ ରଖି ସହରରେ ଶାନ୍ତି ଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି l ତାଳଚେର କଲେଜ ପଡିଆ ଏବଂ ବାଇପାସ ପଡିଆ ଠାରେ ମିନବଜାର ଓ ଦୋଳି ପଡିଛି l
    user_Priya Madhaba Das
    Priya Madhaba Das
    Journalist ତାଳଚେର ସଦର, ଅନୁଗୁଳ, ଓଡ଼ିଶା•
    10 hrs ago
  • ଆଦର୍ଶ ବିଦ୍ୟାଳୟ କୋଚିଂ ନୂଆଗାଁ ଗଣେଶ ପୂଜା ଭସାଣୀ ଉତ୍ସବ ଅନୁଷ୍ଠିତ ABC, Nuagaon
    1
    ଆଦର୍ଶ ବିଦ୍ୟାଳୟ କୋଚିଂ ନୂଆଗାଁ ଗଣେଶ ପୂଜା ଭସାଣୀ ଉତ୍ସବ ଅନୁଷ୍ଠିତ 
ABC, Nuagaon
    user_ସଞ୍ଜୟ ଦତ୍ତ ଆଚାର୍ଯ୍ୟ
    ସଞ୍ଜୟ ଦତ୍ତ ଆଚାର୍ଯ୍ୟ
    Voice of people ନୂଆଗାଁ, ନୟାଗଡ଼, ଓଡ଼ିଶା•
    2 hrs ago
  • ଢେଙ୍କାନାଳ ଇଫୁନା ଓ ଇଫୁନା ପକ୍ଷରୁ ବିଶ୍ଵ ଗଣତନ୍ତ୍ର ଦୀବସ ୨୦୨୬ ପାଳିତ ଇଫୁନା ଓ ଉଫୁନା ପକ୍ଷରୁ ବିଶ୍ୱ ଗଣତନ୍ତ୍ର ଦିବସ -୨୦୨୬ ପାଳିତ "ଗଣତନ୍ତ୍ର କେବଳ ଏକ ଶାସନ ପଦ୍ଧତି ନୁହେଁ,ବରଂ ଏହା ଏକ ଜୀବନଶୈଳୀ।ସୁସ୍ଥ ଗଣତନ୍ତ୍ର ପାଇଁ ପ୍ରତ୍ୟେକ ନାଗରିକ ସଚେତନ ଓ ଦାୟିତ୍ୱବାନ ହେବା ଆବଶ୍ୟକ" "ସମାନତା,ସ୍ୱାଧୀନତା ଏବଂ ଭ୍ରାତୃଭାବ ହିଁ ଗଣତନ୍ତ୍ରର ପ୍ରକୃତ ସ୍ତମ୍ଭ" "ଗଣତନ୍ତ୍ର ହେଉଛି ଜନସାଧାରଣଙ୍କ ଦ୍ୱାରା,ଜନସାଧାରଣଙ୍କ ପାଇଁ ଏବଂ ଜନସାଧାରଣଙ୍କର ଶାସନ" ଢେଙ୍କାନାଳ : ତା.୧୬.୦୯.୨୦୨୬ରିଖ : ( ) :ସ୍ଥାନୀୟ ଉଫୁନା କାର୍ଯ୍ୟାଳୟରେ ପ୍ରାତଃ ୦୮ ଘଟିକା ସମୟରେ ଇଣ୍ଡିଆନ୍ ଫେଡେରେସନ୍ ଅଫ୍ ୟୁନାଇଟେଡ୍ ନେସନ୍ ସ୍ ଆସୋସିଏସନ୍(ଇଫୁନା) ଓ ଉତ୍କଳ ଫେଡେରେସନ୍ ଅଫ୍ ୟୁନାଇଟେଡ୍ ନେସନସ୍ ଆସୋସିଏସନ୍ (ଉଫୁନା) ପକ୍ଷରୁ ବିଶ୍ୱ ଗଣତନ୍ତ୍ର ଦିବସ -୨୦୨୬ ପାଳିତ ହୋଇଯାଇଛି।ଏହି ଉପଲକ୍ଷେ ଅନୁଷ୍ଠିତ ସଭାକୁ ଇଫୁନାର ମହାସଚିବ ତଥା ୱାର୍ଲ୍ଡ ଫେଡରେସନ ଅଫ୍ ୟୁନାଇଟେଡ୍ ନେସନସ୍ ଆସୋସିଏସନ୍ ର ଭାଇସ୍ ଚେୟାରମ୍ୟାନ୍ ସୁରେଶ ଶ୍ରୀବାସ୍ତବ ଓ ଇଫୁନାର ଜାତୀୟ ଉପ-ସଭାପତି ତଥା ଉଫୁନାର ରାଜ୍ୟ ସଭାପତି ଆଡ୍ ଭୋକେଟ୍ ମନୋରଞ୍ଜନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଉଦ୍ଘାଟନ କରିଥିଲେ।ଉଫୁନାର ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ଏହି ସଭାରେ ଅଧ୍ୟକ୍ଷତା କରିଥିଲେ।ଅନ୍ୟତମ ମୁଖ୍ୟଅତିଥି ଭାବରେ ଯୋଗଦାନ କରି ପୂର୍ବତନ ବିଚାରପତି ଭିକାରୀ ଚରଣ ରାଉତ ସ୍ଵୀୟ ବକ୍ତବ୍ୟରେ "ଗଣତନ୍ତ୍ର କେବଳ ଏକ ଶାସନ ପଦ୍ଧତି ନୁହେଁ,ବରଂ ଏହା ଏକ ଜୀବନଶୈଳୀ । ସୁସ୍ଥ ଗଣତନ୍ତ୍ର ପାଇଁ ପ୍ରତ୍ୟେକ ନାଗରିକ ସଚେତନ ଓ ଦାୟିତ୍ୱବାନ ହେବା ଆବଶ୍ୟକ" ବୋଲି ଦୃଢ଼ ମତବ୍ୟକ୍ତ କରିଥିଲେ।ସଭାପତି ଆଡ୍ ଭୋକେଟ୍ ମନୋରଞ୍ଜନ ପଟ୍ଟନାୟକ,ଡ.ପ୍ରମୋଦ କୁମାର ନାୟକ,ଗାନ୍ଧୀ ଅଧ୍ୟୟନ କେନ୍ଦ୍ର ସମ୍ପାଦକ ସରୋଜ ଶତପଥୀ,ସଭାପତିତ୍ୱ କରିଥିବା ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ,ପରିବେଶବିତ୍ ଉପେନ୍ଦ୍ର ରାଉତ,ଡ.ଅନୁପମା ମିଶ୍ର,ଡା.ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଅନ୍ୟତମ ସମ୍ମାନିତ ଅତିଥି ଓ ଅନ୍ୟତମ ସମ୍ମାନିତ ବକ୍ତା ଭାବରେ ସ୍ଵୀୟ ସ୍ଵୀୟ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରି ଗୋଟିଏ ଓଡ଼ିଆ ସନେଟ୍ ଓ ଗୋଟିଏ ଇଂରାଜୀ ସନେଟ୍ ଆବୃତ୍ତି କରିଥିଲେ ଓ ସ୍ୱୀୟ ବକ୍ତବ୍ୟରେ ବିଶ୍ୱ ଗଣତନ୍ତ୍ର ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୧୫ ତାରିଖରେ ସାରା ବିଶ୍ୱରେ ପାଳିତ ହୁଏ।ଜାତିସଂଘ ସାଧାରଣ ସଭା ଦ୍ୱାରା ୨୦୦୭ ମସିହାରେ ଏହି ଦିବସର ଶୁଭାରମ୍ଭ କରାଯାଇଥିଲା।ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ବିଶ୍ୱରେ ଗଣତାନ୍ତ୍ରିକ ପ୍ରକ୍ରିୟା,ମୂଲ୍ୟବୋଧ ଏବଂ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ ତଥା ମଜଭୁତ କରିବା।ଗଣତନ୍ତ୍ର ହେଉଛି ଜନସାଧାରଣଙ୍କ ଦ୍ୱାରା,ଜନସାଧାରଣଙ୍କ ପାଇଁ ଏବଂ ଜନସାଧାରଣଙ୍କର ଶାସନ।ଏଥିରେ ଜନମତ ଓ ସ୍ୱାଧୀନତାକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଥାଏ।ଭାରତ ପରି ଏକ ବିଶାଳ ଗଣତାନ୍ତ୍ରିକ ଦେଶରେ ଏହି ଦିବସର ଗୁରୁତ୍ୱ ଅନେକ ଅଧିକ।ଏହି ଅବସରରେ ବିଦ୍ୟାଳୟ,ମହାବିଦ୍ୟାଳୟ ଏବଂ ବିଭିନ୍ନ ଅନୁଷ୍ଠାନରେ ସଚେତନତା ସଭା ଓ ଆଲୋଚନାଚକ୍ର ଆୟୋଜନ କରାଯାଏ ବୋଲି ବକ୍ତବ୍ୟ ପ୍ରଦାନ କରିଥିଲେ।ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ସ୍ଵୀୟ ସଭାପତିଙ୍କ ଅଭିଭାଷଣରେ କହିଥିଲେ ଯେ ସମାନତା,ସ୍ୱାଧୀନତା ଏବଂ ଭ୍ରାତୃଭାବ ହିଁ ଗଣତନ୍ତ୍ରର ପ୍ରକୃତ ସ୍ତମ୍ଭ।ବର୍ତ୍ତମାନ ସମୟରେ ଗଣତନ୍ତ୍ର ସମ୍ମୁଖରେ ଅନେକ ଆହ୍ୱାନ ରହିଛି,ଯେପରିକି ଦୁର୍ନୀତି,ଅଶିକ୍ଷା ଏବଂ ସାମାଜିକ ଅସମାନତା।ସମସ୍ତ ବକ୍ତାମାନଙ୍କ ଚିନ୍ତାଧାରା ଅନୁଯାୟୀ,ଯୁବପିଢ଼ି ଶିକ୍ଷିତ ଓ ସଚେତନ ହେଲେ ହିଁ ଗଣତନ୍ତ୍ର ଅଧିକ ସୁଦୃଢ଼ ହୋଇପାରିବ।ଏହି ଦିବସରେ ଆମେ ସମସ୍ତେ ମିଳିମିଶି ଆମର ଗଣତାନ୍ତ୍ରିକ ଅଧିକାର ଓ କର୍ତ୍ତବ୍ୟକୁ ସଠିକ୍ ଭାବେ ପାଳନ କରିବା ପାଇଁ ସଂକଳ୍ପ ନେବା ଉଚିତ ବୋଲି ପ୍ରକାଶ କରିଥିଲେ।ଏହି ସଭାରେ ସାର୍ଥକ ପଟ୍ଟନାୟକ, ଇଂ.ଅବିନାଶ ଦାସ,ଇଂ.ଯୁଧିଷ୍ଟିର ସାହୁ,ଲକ୍ଷ୍ମୀଧର ଶତପଥୀ, ବିପିନ ବିହାରୀ ବେହେରା,ତରୁଣ କୁମାର ବିଶ୍ୱାଳ,ବସନ୍ତ କୁମାର ବିଶ୍ୱାଳ,ରବିନାରାୟଣ ପଟ୍ଟନାୟକ,ଲକ୍ଷ୍ମୀଧର ଶତପଥୀ,ଗିରିଶ ଚନ୍ଦ୍ର ସାମଲ,ସୂର୍ଯ୍ୟ ନାରାୟଣ ପଟ୍ଟନାୟକ, ଲକ୍ଷ୍ମୀଧର ବାରିକ,ଦିଲ୍ଲୀପ କୁମାର ସାହୁ,ଶ୍ରୀକାନ୍ତ କୁମାର ସାହୁ ଓ ଅକାନନ୍ଦ ଭୋଳ ପ୍ରମୁଖ ଉଫୁନାର ସମସ୍ତ ଶତାଧିକ ସହଯୋଗୀ ସଦସ୍ୟା,ସଦସ୍ୟ ମଧ୍ୟ ଯୋଗଦାନ କରି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।ଏଥିରେ ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ସଭାପତିତ୍ୱ କରିଥିଲେ। ସମାଜସେବୀ ସରୋଜ କୁମାର ଶତପଥି ସ୍ୱାଗତଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଗୋକୁଳ ଚନ୍ଦ୍ର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ସଭାପତିତ୍ୱ କରିଥିଲେ।ଏହି ସଭାରେ ଢେଙ୍କାନାଳ ଜିଲ୍ଲାର କୋଣ ଅନୁକୋଣରୁ ବହୁ ସଂଖ୍ୟାରେ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗଦାନ କରି ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ।
    1
    ଢେଙ୍କାନାଳ ଇଫୁନା ଓ ଇଫୁନା ପକ୍ଷରୁ ବିଶ୍ଵ ଗଣତନ୍ତ୍ର ଦୀବସ ୨୦୨୬ ପାଳିତ
ଇଫୁନା ଓ ଉଫୁନା ପକ୍ଷରୁ ବିଶ୍ୱ ଗଣତନ୍ତ୍ର ଦିବସ -୨୦୨୬ ପାଳିତ
"ଗଣତନ୍ତ୍ର କେବଳ ଏକ ଶାସନ ପଦ୍ଧତି ନୁହେଁ,ବରଂ ଏହା ଏକ ଜୀବନଶୈଳୀ।ସୁସ୍ଥ ଗଣତନ୍ତ୍ର ପାଇଁ ପ୍ରତ୍ୟେକ ନାଗରିକ ସଚେତନ ଓ ଦାୟିତ୍ୱବାନ ହେବା ଆବଶ୍ୟକ"
"ସମାନତା,ସ୍ୱାଧୀନତା ଏବଂ ଭ୍ରାତୃଭାବ ହିଁ ଗଣତନ୍ତ୍ରର ପ୍ରକୃତ ସ୍ତମ୍ଭ"
"ଗଣତନ୍ତ୍ର ହେଉଛି ଜନସାଧାରଣଙ୍କ ଦ୍ୱାରା,ଜନସାଧାରଣଙ୍କ ପାଇଁ ଏବଂ ଜନସାଧାରଣଙ୍କର ଶାସନ"
ଢେଙ୍କାନାଳ : ତା.୧୬.୦୯.୨୦୨୬ରିଖ : (    ) :ସ୍ଥାନୀୟ ଉଫୁନା କାର୍ଯ୍ୟାଳୟରେ ପ୍ରାତଃ ୦୮ ଘଟିକା ସମୟରେ ଇଣ୍ଡିଆନ୍ ଫେଡେରେସନ୍ ଅଫ୍ ୟୁନାଇଟେଡ୍ ନେସନ୍ ସ୍ ଆସୋସିଏସନ୍(ଇଫୁନା) ଓ ଉତ୍କଳ ଫେଡେରେସନ୍ ଅଫ୍ ୟୁନାଇଟେଡ୍ ନେସନସ୍ ଆସୋସିଏସନ୍ (ଉଫୁନା) ପକ୍ଷରୁ ବିଶ୍ୱ ଗଣତନ୍ତ୍ର ଦିବସ -୨୦୨୬ ପାଳିତ ହୋଇଯାଇଛି।ଏହି ଉପଲକ୍ଷେ ଅନୁଷ୍ଠିତ ସଭାକୁ ଇଫୁନାର ମହାସଚିବ ତଥା ୱାର୍ଲ୍ଡ ଫେଡରେସନ ଅଫ୍ ୟୁନାଇଟେଡ୍ ନେସନସ୍ ଆସୋସିଏସନ୍ ର ଭାଇସ୍ ଚେୟାରମ୍ୟାନ୍ ସୁରେଶ ଶ୍ରୀବାସ୍ତବ ଓ ଇଫୁନାର ଜାତୀୟ ଉପ-ସଭାପତି ତଥା ଉଫୁନାର ରାଜ୍ୟ ସଭାପତି ଆଡ୍ ଭୋକେଟ୍ ମନୋରଞ୍ଜନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଉଦ୍ଘାଟନ କରିଥିଲେ।ଉଫୁନାର ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ଏହି ସଭାରେ ଅଧ୍ୟକ୍ଷତା କରିଥିଲେ।ଅନ୍ୟତମ ମୁଖ୍ୟଅତିଥି ଭାବରେ ଯୋଗଦାନ କରି ପୂର୍ବତନ ବିଚାରପତି ଭିକାରୀ ଚରଣ ରାଉତ ସ୍ଵୀୟ ବକ୍ତବ୍ୟରେ "ଗଣତନ୍ତ୍ର କେବଳ ଏକ ଶାସନ ପଦ୍ଧତି ନୁହେଁ,ବରଂ ଏହା ଏକ ଜୀବନଶୈଳୀ । ସୁସ୍ଥ ଗଣତନ୍ତ୍ର ପାଇଁ ପ୍ରତ୍ୟେକ ନାଗରିକ ସଚେତନ ଓ ଦାୟିତ୍ୱବାନ ହେବା ଆବଶ୍ୟକ" ବୋଲି ଦୃଢ଼ ମତବ୍ୟକ୍ତ କରିଥିଲେ।ସଭାପତି ଆଡ୍ ଭୋକେଟ୍ ମନୋରଞ୍ଜନ ପଟ୍ଟନାୟକ,ଡ.ପ୍ରମୋଦ କୁମାର ନାୟକ,ଗାନ୍ଧୀ ଅଧ୍ୟୟନ କେନ୍ଦ୍ର ସମ୍ପାଦକ ସରୋଜ ଶତପଥୀ,ସଭାପତିତ୍ୱ କରିଥିବା ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ,ପରିବେଶବିତ୍ ଉପେନ୍ଦ୍ର ରାଉତ,ଡ.ଅନୁପମା ମିଶ୍ର,ଡା.ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଅନ୍ୟତମ ସମ୍ମାନିତ ଅତିଥି ଓ ଅନ୍ୟତମ ସମ୍ମାନିତ ବକ୍ତା ଭାବରେ ସ୍ଵୀୟ ସ୍ଵୀୟ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରି ଗୋଟିଏ ଓଡ଼ିଆ ସନେଟ୍ ଓ ଗୋଟିଏ ଇଂରାଜୀ ସନେଟ୍ ଆବୃତ୍ତି କରିଥିଲେ ଓ ସ୍ୱୀୟ ବକ୍ତବ୍ୟରେ ବିଶ୍ୱ ଗଣତନ୍ତ୍ର ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୧୫ ତାରିଖରେ ସାରା ବିଶ୍ୱରେ ପାଳିତ ହୁଏ।ଜାତିସଂଘ ସାଧାରଣ ସଭା ଦ୍ୱାରା ୨୦୦୭ ମସିହାରେ ଏହି ଦିବସର ଶୁଭାରମ୍ଭ କରାଯାଇଥିଲା।ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ବିଶ୍ୱରେ ଗଣତାନ୍ତ୍ରିକ ପ୍ରକ୍ରିୟା,ମୂଲ୍ୟବୋଧ ଏବଂ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ ତଥା ମଜଭୁତ କରିବା।ଗଣତନ୍ତ୍ର ହେଉଛି ଜନସାଧାରଣଙ୍କ ଦ୍ୱାରା,ଜନସାଧାରଣଙ୍କ ପାଇଁ ଏବଂ ଜନସାଧାରଣଙ୍କର ଶାସନ।ଏଥିରେ ଜନମତ ଓ ସ୍ୱାଧୀନତାକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇଥାଏ।ଭାରତ ପରି ଏକ ବିଶାଳ ଗଣତାନ୍ତ୍ରିକ ଦେଶରେ ଏହି ଦିବସର ଗୁରୁତ୍ୱ ଅନେକ ଅଧିକ।ଏହି ଅବସରରେ ବିଦ୍ୟାଳୟ,ମହାବିଦ୍ୟାଳୟ ଏବଂ ବିଭିନ୍ନ ଅନୁଷ୍ଠାନରେ ସଚେତନତା ସଭା ଓ ଆଲୋଚନାଚକ୍ର ଆୟୋଜନ କରାଯାଏ ବୋଲି ବକ୍ତବ୍ୟ ପ୍ରଦାନ କରିଥିଲେ।ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ସ୍ଵୀୟ ସଭାପତିଙ୍କ ଅଭିଭାଷଣରେ କହିଥିଲେ ଯେ ସମାନତା,ସ୍ୱାଧୀନତା ଏବଂ ଭ୍ରାତୃଭାବ ହିଁ ଗଣତନ୍ତ୍ରର ପ୍ରକୃତ ସ୍ତମ୍ଭ।ବର୍ତ୍ତମାନ ସମୟରେ ଗଣତନ୍ତ୍ର ସମ୍ମୁଖରେ ଅନେକ ଆହ୍ୱାନ ରହିଛି,ଯେପରିକି ଦୁର୍ନୀତି,ଅଶିକ୍ଷା ଏବଂ ସାମାଜିକ ଅସମାନତା।ସମସ୍ତ ବକ୍ତାମାନଙ୍କ ଚିନ୍ତାଧାରା ଅନୁଯାୟୀ,ଯୁବପିଢ଼ି ଶିକ୍ଷିତ ଓ ସଚେତନ ହେଲେ ହିଁ ଗଣତନ୍ତ୍ର ଅଧିକ ସୁଦୃଢ଼ ହୋଇପାରିବ।ଏହି ଦିବସରେ ଆମେ ସମସ୍ତେ ମିଳିମିଶି ଆମର ଗଣତାନ୍ତ୍ରିକ ଅଧିକାର ଓ କର୍ତ୍ତବ୍ୟକୁ ସଠିକ୍ ଭାବେ ପାଳନ କରିବା ପାଇଁ ସଂକଳ୍ପ ନେବା ଉଚିତ ବୋଲି ପ୍ରକାଶ କରିଥିଲେ।ଏହି ସଭାରେ ସାର୍ଥକ ପଟ୍ଟନାୟକ, ଇଂ.ଅବିନାଶ ଦାସ,ଇଂ.ଯୁଧିଷ୍ଟିର ସାହୁ,ଲକ୍ଷ୍ମୀଧର ଶତପଥୀ, ବିପିନ ବିହାରୀ ବେହେରା,ତରୁଣ କୁମାର ବିଶ୍ୱାଳ,ବସନ୍ତ କୁମାର ବିଶ୍ୱାଳ,ରବିନାରାୟଣ ପଟ୍ଟନାୟକ,ଲକ୍ଷ୍ମୀଧର ଶତପଥୀ,ଗିରିଶ ଚନ୍ଦ୍ର ସାମଲ,ସୂର୍ଯ୍ୟ ନାରାୟଣ ପଟ୍ଟନାୟକ, ଲକ୍ଷ୍ମୀଧର ବାରିକ,ଦିଲ୍ଲୀପ କୁମାର ସାହୁ,ଶ୍ରୀକାନ୍ତ କୁମାର ସାହୁ ଓ ଅକାନନ୍ଦ ଭୋଳ ପ୍ରମୁଖ ଉଫୁନାର ସମସ୍ତ ଶତାଧିକ ସହଯୋଗୀ ସଦସ୍ୟା,ସଦସ୍ୟ ମଧ୍ୟ ଯୋଗଦାନ କରି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।ଏଥିରେ ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ସଭାପତିତ୍ୱ କରିଥିଲେ। ସମାଜସେବୀ ସରୋଜ କୁମାର ଶତପଥି ସ୍ୱାଗତଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଗୋକୁଳ ଚନ୍ଦ୍ର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।ସମ୍ପାଦକ କବି ବାହାଦୂର ପାଟ୍ଟସାହାଣୀ ସଭାପତିତ୍ୱ କରିଥିଲେ।ଏହି ସଭାରେ ଢେଙ୍କାନାଳ ଜିଲ୍ଲାର କୋଣ ଅନୁକୋଣରୁ ବହୁ ସଂଖ୍ୟାରେ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗଦାନ କରି ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ।
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    7 hrs ago
  • ବନମାଳୀ ପ୍ରସାଦ ଗ୍ରାମରୁ ଏକ ଘରୁ ନାଗ ସାପ ସ୍ନେକେ ହେଲ୍ପଲାଇନ ଦ୍ୱାରା ଉଦ୍ଧାର
    1
    ବନମାଳୀ ପ୍ରସାଦ ଗ୍ରାମରୁ ଏକ ଘରୁ ନାଗ ସାପ ସ୍ନେକେ ହେଲ୍ପଲାଇନ ଦ୍ୱାରା ଉଦ୍ଧାର
    user_Tapasdas 6372788705
    Tapasdas 6372788705
    Photographer Dhenkanal Sadar, Odisha•
    9 hrs ago
  • ଆଠଗଡ ବିଧାୟକ ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ ଆଚାର୍ଯ୍ୟ ଙ୍କୁ କୁମାରପୁର ପଞ୍ଚାୟତ ଦମ୍ପତିପୁର ବାସିନ୍ଦା କଣ କହିଲେ ଶୁଣନ୍ତୁ ଆଠଗଡ ବିଧାୟକ ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ ଆଚାର୍ଯ୍ୟ ଙ୍କୁ ଆଠଗଡ ବ୍ଲକ୍ ଅନ୍ତର୍ଗତ କୁମାରପୁର ପଞ୍ଚାୟତ କୁମାରପୁର ପଞ୍ଚାୟତ ଦମ୍ପତିପୁର ବାସିନ୍ଦା କଣ କହିଲେ ଶୁଣନ୍ତୁ,
    1
    ଆଠଗଡ ବିଧାୟକ ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ ଆଚାର୍ଯ୍ୟ ଙ୍କୁ କୁମାରପୁର ପଞ୍ଚାୟତ ଦମ୍ପତିପୁର ବାସିନ୍ଦା କଣ କହିଲେ ଶୁଣନ୍ତୁ
ଆଠଗଡ ବିଧାୟକ ଓ ପୂର୍ବତନ ବ୍ଲକ ଅଧ୍ୟକ୍ଷ ରଞ୍ଜନ ଆଚାର୍ଯ୍ୟ ଙ୍କୁ ଆଠଗଡ ବ୍ଲକ୍ ଅନ୍ତର୍ଗତ କୁମାରପୁର ପଞ୍ଚାୟତ କୁମାରପୁର ପଞ୍ଚାୟତ ଦମ୍ପତିପୁର ବାସିନ୍ଦା କଣ କହିଲେ ଶୁଣନ୍ତୁ,
    user_MANAS SAHOO
    MANAS SAHOO
    Local News Reporter ଆଠଗଡ଼, କଟକ, ଓଡ଼ିଶା•
    15 hrs ago
  • ଗଣେଶ ବିସର୍ଜନ ସମୟରେ ସଫେଇରେ ବୁଡ଼ିଲେ ୪ ଯୁବକ, ଉଦ୍ଧାର କାର୍ଯ୍ୟ ଶେଷ । ଜଗତସିଂହପୁର ଏରସମାରେ ଅଘଟଣ। ଗଣେଶ ବିସର୍ଜନ ବେଳେ ପଣ୍ଡୁଆ - ଗୋପାଳପୁର ସଫେଇରେ ବୁଡିଗଲେ ୪ଯୁବକ ଏରସମା ଥାନା କୃଷ୍ଣଚନ୍ଦ୍ରପୁର ପଞ୍ଚାୟତ ଓନାଳ ଗ୍ରାମ ର ଗଣେଷ ମୂର୍ତ୍ତି ବିସର୍ଜନ ସମୟରେ ପାଣିରେ ବୁଡି ୪ ଯୁବକ ମୃତ। ମୃତକ ହେଲେ ସୁଶିଲ ପଲେଇ, ମନଜିତ ସ୍ବାଇଁ , ରଶ୍ମି ରଂଜନ ନାୟକ, ସ୍ବପ୍ନଜିତ୍ ବାରିକ। ଅଗ୍ନିଶମ ବାହିନୀ, ଏରସମା ପୁଲିସ ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ଏହି ଉଦ୍ଧାର କାର୍ଯ୍ୟ ଚାଲିଥିଲା। ବୁଡ଼ି ଥିବା ଯୁବକଙ୍କୁ ଉଦ୍ଧାର କରାଯାଇ ଏରସମା ମେଡିକାଲକୁ ସ୍ଥାନାନ୍ତରଣ କରାଯାଇଥିବା ବେଳେ ଡ଼ାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି।
    3
    ଗଣେଶ ବିସର୍ଜନ ସମୟରେ ସଫେଇରେ  ବୁଡ଼ିଲେ  ୪ ଯୁବକ, ଉଦ୍ଧାର କାର୍ଯ୍ୟ ଶେଷ ।
ଜଗତସିଂହପୁର ଏରସମାରେ ଅଘଟଣ। ଗଣେଶ ବିସର୍ଜନ ବେଳେ ପଣ୍ଡୁଆ - ଗୋପାଳପୁର ସଫେଇରେ ବୁଡିଗଲେ ୪ଯୁବକ 
ଏରସମା ଥାନା କୃଷ୍ଣଚନ୍ଦ୍ରପୁର  ପଞ୍ଚାୟତ ଓନାଳ ଗ୍ରାମ ର ଗଣେଷ ମୂର୍ତ୍ତି ବିସର୍ଜନ ସମୟରେ ପାଣିରେ ବୁଡି ୪ ଯୁବକ ମୃତ। ମୃତକ ହେଲେ ସୁଶିଲ ପଲେଇ, ମନଜିତ ସ୍ବାଇଁ , ରଶ୍ମି ରଂଜନ ନାୟକ, ସ୍ବପ୍ନଜିତ୍ ବାରିକ। ଅଗ୍ନିଶମ ବାହିନୀ, ଏରସମା ପୁଲିସ ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ଏହି ଉଦ୍ଧାର କାର୍ଯ୍ୟ ଚାଲିଥିଲା। ବୁଡ଼ି ଥିବା ଯୁବକଙ୍କୁ ଉଦ୍ଧାର କରାଯାଇ ଏରସମା ମେଡିକାଲକୁ ସ୍ଥାନାନ୍ତରଣ କରାଯାଇଥିବା ବେଳେ ଡ଼ାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି।
    user_Sudhansu Ranjan satapathy
    Sudhansu Ranjan satapathy
    Badamba, Cuttack•
    1 hr ago
  • କୋରାପୁଟ ଜିଲ୍ଲା ରୁ ଆସିଛି ବାସ୍ତବ ଦୃଶ୍ୟ,ରାସ୍ତା ନାହିଁ, ଉଛୁଳା ନଈ ପାରି ଶବ ସତ୍କାର। କୋରାପୁଟ : ରାସ୍ତା ନାହିଁ... ତେଣୁ ଉଛୁଳା ନଈ ପାର ହୋଇ ଶବ ସତ୍କାର ପାଇଁ ଯାଉଛନ୍ତି ସମ୍ପର୍କୀୟ। ଦଉଡ଼ି ସାହାଯ୍ୟରେ ବିପଦପୂର୍ଣ୍ଣ ଭାବେ ନଦୀ ପାର ହେଉଛନ୍ତି ଗ୍ରାମବାସୀ। ଏଭଳି ଦୁଃଖଦ ଦୃଶ୍ୟ ସାମ୍ନାକୁ ଆସିଛି କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ରାଇସିଂ ପଞ୍ଚାୟତର ଦେବଷଣ୍ଢଗୁଡା ଗାଁରୁ। ଗାଁର ପାତେ ଖରାଙ୍କ ମୃତ୍ୟୁ ପରେ ଶବ ସତ୍କାର ପାଇଁ ଶ୍ମଶାନ ଯିବାକୁ ବାହାରିଥିଲେ ସମ୍ପର୍କୀୟ ଓ ଗ୍ରାମବାସୀ। ହେଲେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଶବକୁ ନେବା ପାଇଁ ବାସୁକି ନଦୀ ପାର ହେବାକୁ ପଡ଼ିଥିଲା। ଲଗାଣ ବର୍ଷା ଯୋଗୁଁ ବାସୁକି ନଦୀରେ ଏବେ ପ୍ରଖର ସ୍ରୋତ ରହିଛି। ଏଭଳି ସ୍ଥିତିରେ ଜୀବନକୁ ବାଜି ଲଗାଇ ଦଉଡ଼ି ସାହାଯ୍ୟରେ ନଦୀ ପାର ହୋଇ ଶବକୁ ଶ୍ମଶାନକୁ ନେଇଥିଲେ ଗ୍ରାମବାସୀ। ରାସ୍ତା ନଥିବାରୁ ନଦୀ ପାର ହୋଇ ଶବ ସତ୍କାର। ସବୁଠାରୁ ଚିନ୍ତାଜନକ କଥା ହେଉଛି, ଗତ ଦୁଇ ଦିନ ମଧ୍ୟରେ ଏହା ଦ୍ୱିତୀୟ ଘଟଣା ବୋଲି ଜଣାପଡ଼ିଛି। ପ୍ରତିବର୍ଷ ବର୍ଷା ଦିନେ ଗ୍ରାମବାସୀଙ୍କୁ ଏଭଳି ସମସ୍ୟାର ସାମ୍ନା କରିବାକୁ ପଡ଼ୁଥିବା ଅଭିଯୋଗ ହୋଇଛି। ପ୍ରତିବର୍ଷ ବର୍ଷା ଦିନେ ସମାନ ସମସ୍ୟା ଗାଁକୁ ଭଲ ରାସ୍ତା ଏବଂ ବାସୁକି ନଦୀ ଉପରେ ପୋଲ ନିର୍ମାଣ କରିବା ପାଇଁ ଦୀର୍ଘଦିନ ଧରି ଦାବି କରିଆସୁଛନ୍ତି ଗ୍ରାମବାସୀ। ତେବେ ଏହି ସମସ୍ୟାର ସ୍ଥାୟୀ ସମାଧାନ କେବେ ହେବ, ତାହାକୁ ନେଇ ଅପେକ୍ଷାରେ ଅଛନ୍ତି ଦେବଷଣ୍ଢଗୁଡା ଗ୍ରାମବାସୀ।
    1
    କୋରାପୁଟ ଜିଲ୍ଲା ରୁ ଆସିଛି ବାସ୍ତବ ଦୃଶ୍ୟ,ରାସ୍ତା ନାହିଁ, ଉଛୁଳା ନଈ ପାରି ଶବ ସତ୍କାର।
କୋରାପୁଟ :
ରାସ୍ତା ନାହିଁ... ତେଣୁ ଉଛୁଳା ନଈ ପାର ହୋଇ ଶବ ସତ୍କାର ପାଇଁ ଯାଉଛନ୍ତି ସମ୍ପର୍କୀୟ। ଦଉଡ଼ି ସାହାଯ୍ୟରେ ବିପଦପୂର୍ଣ୍ଣ ଭାବେ ନଦୀ ପାର ହେଉଛନ୍ତି ଗ୍ରାମବାସୀ। ଏଭଳି ଦୁଃଖଦ ଦୃଶ୍ୟ ସାମ୍ନାକୁ ଆସିଛି କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ରାଇସିଂ ପଞ୍ଚାୟତର ଦେବଷଣ୍ଢଗୁଡା ଗାଁରୁ।
ଗାଁର ପାତେ ଖରାଙ୍କ ମୃତ୍ୟୁ ପରେ ଶବ ସତ୍କାର ପାଇଁ ଶ୍ମଶାନ ଯିବାକୁ ବାହାରିଥିଲେ ସମ୍ପର୍କୀୟ ଓ ଗ୍ରାମବାସୀ। ହେଲେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଶବକୁ ନେବା ପାଇଁ ବାସୁକି ନଦୀ ପାର ହେବାକୁ ପଡ଼ିଥିଲା।
ଲଗାଣ ବର୍ଷା ଯୋଗୁଁ ବାସୁକି ନଦୀରେ ଏବେ ପ୍ରଖର ସ୍ରୋତ ରହିଛି। ଏଭଳି ସ୍ଥିତିରେ ଜୀବନକୁ ବାଜି ଲଗାଇ ଦଉଡ଼ି ସାହାଯ୍ୟରେ ନଦୀ ପାର ହୋଇ ଶବକୁ ଶ୍ମଶାନକୁ ନେଇଥିଲେ ଗ୍ରାମବାସୀ।
ରାସ୍ତା ନଥିବାରୁ ନଦୀ ପାର ହୋଇ ଶବ ସତ୍କାର।
ସବୁଠାରୁ ଚିନ୍ତାଜନକ କଥା ହେଉଛି, ଗତ ଦୁଇ ଦିନ ମଧ୍ୟରେ ଏହା ଦ୍ୱିତୀୟ ଘଟଣା ବୋଲି ଜଣାପଡ଼ିଛି। ପ୍ରତିବର୍ଷ ବର୍ଷା ଦିନେ ଗ୍ରାମବାସୀଙ୍କୁ ଏଭଳି ସମସ୍ୟାର ସାମ୍ନା କରିବାକୁ ପଡ଼ୁଥିବା ଅଭିଯୋଗ ହୋଇଛି।
ପ୍ରତିବର୍ଷ ବର୍ଷା ଦିନେ ସମାନ ସମସ୍ୟା 
ଗାଁକୁ ଭଲ ରାସ୍ତା ଏବଂ ବାସୁକି ନଦୀ ଉପରେ ପୋଲ ନିର୍ମାଣ କରିବା ପାଇଁ ଦୀର୍ଘଦିନ ଧରି ଦାବି କରିଆସୁଛନ୍ତି ଗ୍ରାମବାସୀ। ତେବେ ଏହି ସମସ୍ୟାର ସ୍ଥାୟୀ ସମାଧାନ କେବେ ହେବ, ତାହାକୁ ନେଇ ଅପେକ୍ଷାରେ ଅଛନ୍ତି ଦେବଷଣ୍ଢଗୁଡା ଗ୍ରାମବାସୀ।
    user_Sudhansu Ranjan satapathy
    Sudhansu Ranjan satapathy
    Badamba, Cuttack•
    4 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.