Shuru
Apke Nagar Ki App…
ହାଇକୋର୍ଟ ପାଖରେ ଅଗ୍ନିକାଣ୍ଡ ! ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଦେଖିବାକୁ ମିଳିଛି। ହାଇକୋର୍ଟ ପାଖରେ ଅଗ୍ନିକାଣ୍ଡ ! ବ୍ୟାଟେରୀ ଗାଡ଼ିରେ ନିଆଁ ଲାଗିବା ଫଳରେ ଆଖ ପାଖରେ ଥିବା କିଛି ଗାଡ଼ିରେ ନିଆଁ ଲାଗିଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଦେଖିବାକୁ ମିଳିଛି।
Amrit Prasad Das
ହାଇକୋର୍ଟ ପାଖରେ ଅଗ୍ନିକାଣ୍ଡ ! ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଦେଖିବାକୁ ମିଳିଛି। ହାଇକୋର୍ଟ ପାଖରେ ଅଗ୍ନିକାଣ୍ଡ ! ବ୍ୟାଟେରୀ ଗାଡ଼ିରେ ନିଆଁ ଲାଗିବା ଫଳରେ ଆଖ ପାଖରେ ଥିବା କିଛି ଗାଡ଼ିରେ ନିଆଁ ଲାଗିଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଦେଖିବାକୁ ମିଳିଛି।
More news from ଓଡ଼ିଶା and nearby areas
- ଜଣେ ମହିଳା ନିଜର ଅସନ୍ତୋଷ ପ୍ରକାଶ କରିବାକୁ ଯାଇ ପେଟ୍ରୋଲ ଢାଳି ନିଆଁ ଲଗାଇଥିବା ସ୍ୱୀକାର କରିଛନ୍ତି, ଯାହା ଫଳରେ ଏକ ବୋଲେରୋ ସମେତ ୪ଟି ଗାଡ଼ି ଜଳି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡ ଘଟାଇଥିବା ଅଭିଯୁକ୍ତ ମହିଳା ଜଣକ ହେଉଛନ୍ତି ଜଗତସିଂହପୁର ଜିଲ୍ଲା ବିରିଡି ଥାନା ଅଞ୍ଚଳର ମିନୋତି ସାହୁ। ଘଟଣା ପରେ ପୋଲିସ ତାଙ୍କୁ କାବୁ କରି ଅଟକ ରଖିଛି। ମିନତିଙ୍କ କହିବା ଅନୁସାରେ, ସେ ଦୀର୍ଘ ଦିନ ଧରି ନିଜର କିଛି ବ୍ୟକ୍ତିଗତ ଓ ଆଇନଗତ ସମସ୍ୟାର ସମାଧାନ ପାଇଁ ପୋଲିସର ଦ୍ୱାରସ୍ଥ ହେଉଥିଲେ। ମାତ୍ର ପୋଲିସ ତାଙ୍କ କଥା ଶୁଣିବା ପରିବର୍ତ୍ତେ ତାଙ୍କୁ ସହାୟତା କରିବାକୁ ମନା କରିଦେଇଥିଲା। ଏହି ଅବହେଳା ଓ ଅନ୍ୟାୟର ପ୍ରତିଶୋଧ ନେବା ପାଇଁ ସେ ହାଇକୋର୍ଟ ପରିସରକୁ ବାଛିଥିଲେ। ବଡ଼ କଥା ହେଉଛି କି ଏପରି କରିବା ପାଇଁ ମିନତୀ ଏକ ଷଡ଼ଯନ୍ତ୍ର । ସେ ଯୋଜନାବଦ୍ଧ ଭାବେ ଗଣେଶ ଘାଟ ନିକଟସ୍ଥ ଏକ ପେଟ୍ରୋଲ ପମ୍ପରୁ ପେଟ୍ରୋଲ କିଣିଥିଲେ। ଏକ କପଡ଼ାରେ ପେଟ୍ରୋଲ ଢାଳି ସେଥିରେ ନିଆଁ ଲଗାଇ ସେ ହାଇକୋର୍ଟ କ୍ୟାମ୍ପସ ଭିତରକୁ ଫିଙ୍ଗିବାକୁ ଚେଷ୍ଟା କରିଥିଲେ। ତାଙ୍କର ଲକ୍ଷ୍ୟ ଥିଲା କୋର୍ଟ ପରିସର ଭିତରେ ନିଆଁ ଲଗାଇବା। ମାତ୍ର ସେ ଫିଙ୍ଗିଥିବା ନିଆଁ ଲଗା କପଡ଼ାଟି କୋର୍ଟର ପାଚେରୀରେ ବାଜି ରାସ୍ତା କଡ଼ରେ ପାର୍କିଂ ହୋଇଥିବା ଗାଡ଼ିଗୁଡ଼ିକ ଉପରେ ପଡ଼ିଥିଲା। ନିମିଷକ ମଧ୍ୟରେ ନିଆଁ ଭୟଙ୍କର ରୂପ ଧାରଣ କରି ବୋଲେରୋ, ଇଲେକ୍ଟ୍ରିକ୍ ସ୍କୁଟି ଓ ବାଇକ୍କୁ ଜାଳି ଦେଇଥିଲା। ବଡ଼ କଥା ହେଉଛି କି ମିନତି ଏହି କାଣ୍ଡ ଘଟାଇବା ପୂର୍ଵରୁ ନିଜ ମୋବାଇଲଟିକୁ ସ୍ଥାନୀୟ ଜଣେ ବ୍ୟକ୍ତିଙ୍କୁ ଦେଇ ଏହାର ଭିଡିଓ ମଧ୍ୟ କରିଛନ୍ତି. Byt - ଉକ୍ତ ମହିଳା4
- ଭଦ୍ରକରେ ଅଭାବନୀୟ ଦୃଶ୍ୟ! ହିନ୍ଦୁ ହିନ୍ଦୁ କହି ପିଟିଲେ କିଛି ମୁସଲମାନ ବ୍ୟକ୍ତି। ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ପିଟିଲେ ମୁସଲିମ୍। ଗାଡ଼ିରେ ତେଲ ପକାଇବାକୁ ଯାଇଥିଲେ, ମାଡ଼ଖାଇ ମେଡ଼ିକାଲରେ ଭର୍ତ୍ତି ହେଲେ ଯୁବକ।1
- Post by MD MOBIN ANSARI1
- Post by Sibanava Panda1
- Post by Gagan Bhoi1
- Post by NEWS MANORANJAN1
- Post by Narendra Kumar Das1
- ହାଇକୋର୍ଟ ପାଖରେ ଅଗ୍ନିକାଣ୍ଡ ! ବ୍ୟାଟେରୀ ଗାଡ଼ିରେ ନିଆଁ ଲାଗିବା ଫଳରେ ଆଖ ପାଖରେ ଥିବା କିଛି ଗାଡ଼ିରେ ନିଆଁ ଲାଗିଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଦେଖିବାକୁ ମିଳିଛି।1