ସୁବର୍ଣ୍ଣପୁର ଜିଲ୍ଲାର ଜନଗଣନା ୨୦୨୭ ର ପ୍ରଥମ ପର୍ଯ୍ୟାୟ କ୍ଷେତ୍ର ପ୍ରଶିକ୍ଷକଙ୍କ ତାଲିମ କାର୍ଯକ୍ରମ ଜିଲ୍ଲାପାଳଙ୍କ କାର୍ଯାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ତଥା ପ୍ରମୁଖ ଜନଗଣନା ଅଧିକାରୀ ସୁବର୍ଣ୍ଣପୁରଙ୍କ ଦ୍ୱାରା ଆୟୋଜିତ ଓ ଅନୁଷ୍ଠିତ ହୋଇଯାଇଛି । ଏହି ତାଲିମ କାର୍ଯକ୍ରମରେ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନର ଶ୍ରୀ ପ୍ରଫୁଲ୍ଲ ଦାସ ଓ ଉପ ଜିଲ୍ଲାପାଳ ସୋନପୁର ଡ଼ ସୌମ୍ୟରୁପା ରଥ ପୁଙ୍ଖାନୁପୁଙ୍ଖ କ୍ଷେତ୍ର କ୍ଷେତ୍ର ପ୍ରଶିକ୍ଷକ ମାନଙ୍କୁ କିପରି ଘର ତାଳିକା ପ୍ରସ୍ତୁତି ଓ ଘର ଗଣନା କରାଯିବ ସେ ବିଷୟରେ ତିନିଦିନ ଧରି ତାଲିମ ପ୍ରଦାନ କରିଥିଲେ । ଏହି ତାଲିମ କାର୍ଯକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ ଉପସ୍ଥିତ ରହି ତଦାରଖ କରିଥିଲେ । ଶ୍ରୀ ଶିବମ ଜୟଶ୍ୱାଳ, ଜିଲ୍ଲା ସଂଯୋଜକ ଭାବେ ରାଜ୍ୟ ସ୍ତରରୁ ତିନିଦିନ ବ୍ୟାପି ଯୋଗଦାନ କରିଥିଲେ । ଜିଲ୍ଲାସ୍ତରରୁ ଡେପୁଟି କଲେକ୍ଟର ଶ୍ରୀ ଆଜାଦ ସାହୁ ତାଲିମ କାର୍ଯକ୍ରମ ପରିଚାଳନା କରିଥିଲେ । ଏହି କ୍ଷେତ୍ର ପ୍ରଶିକ୍ଷକ ତାଲିମ କାର୍ଯକ୍ରମରେ ସର୍ବମୋଟ ୨୪ ଜଣ କ୍ଷେତ୍ର ପ୍ରଶିକ୍ଷକ ତିନିଦିନ ବ୍ୟାପି ଯୋଗଦାନ କରିଥିଲେ । ଉଭୟ ସମ୍ମିଳନୀ କକ୍ଷରେ ତାଲିମ ଗ୍ରହଣ କରିବା ସହିତ କ୍ଷେତ୍ର ସ୍ତରରେ ବିଭିନ୍ନ ଗାଁ ଗୁଡିକ ପରିଦର୍ଶନ କରି ବ୍ୟବହାରିକ ଓ ପ୍ରାୟୋଗିକ ତାଲିମ ଗ୍ରହଣ କରିଥିଲେ। ଏହି ତାଲିମ କାର୍ଯ୍ୟକ୍ରମ ରେ ଉଭୟ ଉପଜିଲ୍ଲାପାଳଙ୍କ ସହକାରୀ ଓ ଡେପୁଟି କଲେକ୍ଟର, ତହସିଲ କାର୍ଯାଳୟର ରେଭିନ୍ୟୁ ସୁପରଭାଇଜର, ବିଭିନ୍ନ ବ୍ଲକର ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ, ବ୍ଲକ ମତ୍ସ୍ୟ ଅଧିକାରୀ, ଅତିରିକ୍ତ ପ୍ରୋଗ୍ରାମ ଅଧିକାରୀ ଓ ବିଭିନ୍ନ ମହାବିଦ୍ୟାଳୟ ର ଅଧ୍ୟାପକ ବୃନ୍ଦ କ୍ଷେତ୍ର ପ୍ରଶିକ୍ଷକ ଭାବେ ଯୋଗଦାନ କରିଥିଲେ । ଆଜି ଶେଷ ଦିନରେ ସମାପନ ସମୟରେ ବିଭିନ୍ନ ସମ୍ବାଦପତ୍ର ଗୁଡିକର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦାନ କରିଥିଲେ।
ସୁବର୍ଣ୍ଣପୁର ଜିଲ୍ଲାର ଜନଗଣନା ୨୦୨୭ ର ପ୍ରଥମ ପର୍ଯ୍ୟାୟ କ୍ଷେତ୍ର ପ୍ରଶିକ୍ଷକଙ୍କ ତାଲିମ କାର୍ଯକ୍ରମ ଜିଲ୍ଲାପାଳଙ୍କ କାର୍ଯାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ତଥା ପ୍ରମୁଖ ଜନଗଣନା ଅଧିକାରୀ ସୁବର୍ଣ୍ଣପୁରଙ୍କ ଦ୍ୱାରା ଆୟୋଜିତ ଓ ଅନୁଷ୍ଠିତ ହୋଇଯାଇଛି । ଏହି ତାଲିମ କାର୍ଯକ୍ରମରେ ରାଜ୍ୟସ୍ତରୀୟ ମାଷ୍ଟର ଟ୍ରେନର ଶ୍ରୀ ପ୍ରଫୁଲ୍ଲ ଦାସ ଓ ଉପ ଜିଲ୍ଲାପାଳ ସୋନପୁର ଡ଼ ସୌମ୍ୟରୁପା ରଥ ପୁଙ୍ଖାନୁପୁଙ୍ଖ କ୍ଷେତ୍ର କ୍ଷେତ୍ର ପ୍ରଶିକ୍ଷକ ମାନଙ୍କୁ କିପରି ଘର ତାଳିକା ପ୍ରସ୍ତୁତି ଓ ଘର ଗଣନା କରାଯିବ ସେ ବିଷୟରେ ତିନିଦିନ ଧରି ତାଲିମ ପ୍ରଦାନ କରିଥିଲେ । ଏହି ତାଲିମ
କାର୍ଯକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ ଉପସ୍ଥିତ ରହି ତଦାରଖ କରିଥିଲେ । ଶ୍ରୀ ଶିବମ ଜୟଶ୍ୱାଳ, ଜିଲ୍ଲା ସଂଯୋଜକ ଭାବେ ରାଜ୍ୟ ସ୍ତରରୁ ତିନିଦିନ ବ୍ୟାପି ଯୋଗଦାନ କରିଥିଲେ । ଜିଲ୍ଲାସ୍ତରରୁ ଡେପୁଟି କଲେକ୍ଟର ଶ୍ରୀ ଆଜାଦ ସାହୁ ତାଲିମ କାର୍ଯକ୍ରମ ପରିଚାଳନା କରିଥିଲେ । ଏହି କ୍ଷେତ୍ର ପ୍ରଶିକ୍ଷକ ତାଲିମ କାର୍ଯକ୍ରମରେ ସର୍ବମୋଟ ୨୪ ଜଣ କ୍ଷେତ୍ର ପ୍ରଶିକ୍ଷକ ତିନିଦିନ ବ୍ୟାପି ଯୋଗଦାନ କରିଥିଲେ । ଉଭୟ ସମ୍ମିଳନୀ କକ୍ଷରେ ତାଲିମ ଗ୍ରହଣ କରିବା ସହିତ କ୍ଷେତ୍ର ସ୍ତରରେ ବିଭିନ୍ନ ଗାଁ ଗୁଡିକ ପରିଦର୍ଶନ କରି
ବ୍ୟବହାରିକ ଓ ପ୍ରାୟୋଗିକ ତାଲିମ ଗ୍ରହଣ କରିଥିଲେ। ଏହି ତାଲିମ କାର୍ଯ୍ୟକ୍ରମ ରେ ଉଭୟ ଉପଜିଲ୍ଲାପାଳଙ୍କ ସହକାରୀ ଓ ଡେପୁଟି କଲେକ୍ଟର, ତହସିଲ କାର୍ଯାଳୟର ରେଭିନ୍ୟୁ ସୁପରଭାଇଜର, ବିଭିନ୍ନ ବ୍ଲକର ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ, ବ୍ଲକ ମତ୍ସ୍ୟ ଅଧିକାରୀ, ଅତିରିକ୍ତ ପ୍ରୋଗ୍ରାମ ଅଧିକାରୀ ଓ ବିଭିନ୍ନ ମହାବିଦ୍ୟାଳୟ ର ଅଧ୍ୟାପକ ବୃନ୍ଦ କ୍ଷେତ୍ର ପ୍ରଶିକ୍ଷକ ଭାବେ ଯୋଗଦାନ କରିଥିଲେ । ଆଜି ଶେଷ ଦିନରେ ସମାପନ ସମୟରେ ବିଭିନ୍ନ ସମ୍ବାଦପତ୍ର ଗୁଡିକର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦାନ କରିଥିଲେ।
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଚମ୍ପାମାଲ ରେ ଚାଲିଥିବା ରାମାୟଣ ନାଟକ ରେ ମହିରାବଣ ବଧ ଗିତିନାଟ୍ୟ ଅଭିନିତ।1
- Post by Sonepur news khulasa1
- Post by SonepurSambad1
- बस्ती के राधा कृष्ण मंदिर से निकलर बीजू चौक होते हुए पूरे बस्ती का भ्रमण कर निकले सियाराम ओर हनुमान । बामरा में महा विषुव संक्रांति एवं पना संक्रांति के कुछ खास पल #Hanumanjayanti2026 #Bamranews #PanaSankranti1
- Post by Manoj Kumar Achary1
- Post by RAGHUNANDAN SINGH1
- Post by BAHUJAN ADHIKAR1
- Post by Sonepur news khulasa1
- କୁଚିଣ୍ଡା ଉପଖଣ୍ଡରେ ବିକାଶର ନୂଆ ଅଧ୍ୟାୟ। ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ କୁଚିଣ୍ଡା, ଜମନକିରା ଓ ବାମରା ବ୍ଲକ ପାଇଁ ପ୍ରାୟ ୩୭୫ କୋଟି ଟଙ୍କାର ୭୮ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ସକାଳୁ କୁଚିଣ୍ଡାରେ ବିଭିନ୍ନ ଭିତ୍ତିଭୂମିର ଉଦଘାଟନ ପରେ ବାମରା ମକର ମେଳଣ ପଡିଆରେ ଆୟୋଜିତ ବିଶାଳ ସାଧାରଣ ସଭାରେ ଯୋଗ ଦେଇ ଅଞ୍ଚଳବାସୀଙ୍କୁ ସମ୍ବୋଧିତ କରିଛନ୍ତି ମନ୍ତ୍ରୀ। 📌 ଖବରର ମୁଖ୍ୟ ବିନ୍ଦୁ: ✅ ୩୭୫ କୋଟି ଟଙ୍କାର ନିବେଶ। ✅ ୭୮ଟି ନୂଆ ବିକାଶମୂଳକ ପ୍ରକଳ୍ପ। ✅ କୁଚିଣ୍ଡା, ବାମରା ଓ ଜମନକିରା ବ୍ଲକର ହେବ କାୟାକଳ୍ପ। ସମ୍ପୂର୍ଣ୍ଣ ଭିଡିଓ ଦେଖନ୍ତୁ ଏବଂ ନିଜର ମତାମତ ଦିଅନ୍ତୁ।1