logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମିଶନ ଏ ୱାନ ଆଶାୟୀ ଛାତ୍ରଛାତ୍ରୀଙ୍କ ଜିଲ୍ଲା ସ୍ତରୀୟ ସ୍ୱାଗତ ଓ ପ୍ରବେଶ ସମାରୋହ ଅନୁଷ୍ଠିତ l ବୌଦ୍ଧ: ପୁରୁଣାକଟକ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ହରଭଙ୍ଗା ବ୍ଲକ ମିଶନ ଏ ୱାନ ଆଶାୟୀ ଛାତ୍ରଛାତ୍ରୀଙ୍କ ଜିଲ୍ଲା ସ୍ତରୀୟ ସ୍ୱାଗତ ଓ ପ୍ରବେଶ ସମାରୋହ ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଉଦ୍ଘାଟନୀସମାରୋହରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ, ଭାସ୍କର ଲେଙ୍କା, ହରଭଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀ ବରୁଣ ପ୍ରଧାନ , ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ମଲ୍ଲିକ ପ୍ରମୁଖ ମଂଚାସୀନ ଥିଲେ। ଉକ୍ତ କାର୍ଯ୍ୟକ୍ରମରେ ପୂର୍ବରୁ ଜିଲ୍ଲା ସ୍ତରୀୟ ମିଶନ ଏ ୱାନ ମେଧା ପରୀକ୍ଷାରେ ସଫଳ ହୋଇଥବା ହରଭଙ୍ଗା ବ୍ଲକର ୩୧ ଜଣ ଶିକ୍ଷାର୍ଥୀ ଯୋଗ ଦେଇଥିବା ବେଳେ ଜିଲ୍ଲାର ବଛାବଛା ପଚାଶ ଜଣ ବିଷୟ ଭିତ୍ତିକ ସାଧନକର୍ମୀ ଯୋଗ ଦେଇ ପିଲାଙ୍କୁ ବୋର୍ଡ ପରୀକ୍ଷା ଶୈଳୀ,ପ୍ରଶ୍ନ ପ୍ରକାର ଓ ଲେଖିବା ଶୈଳୀ, ସମୟ ଜ୍ଞାନ, ପରୀକ୍ଷା ପାଇଁ ଆବଶ୍ୟକ ଚିନ୍ତାମୁକ୍ତ ପୂର୍ବ ପ୍ରସ୍ତୁତି ଉପରେ ବିଶେଷ ଭାବେ ମାର୍ଗଦର୍ଶନ ପ୍ରଦାନ କରିଥିଲେ । ନିଜସ୍ୱ ପଠନ,ପରିଶ୍ରମ, ଶୃଙ୍ଖଳା ଓ ସ୍ମାର୍ଟ ୱାର୍କହିଁ ସଫଳତାର ଚାବିକାଠି ଆଉ ତାକୁ ଅଭ୍ୟାସରେ ପରିଣତ କରିବା ବୋଲି ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଦୁବେ ମତ ପ୍ରକାଶ କରିଥିଲେ। ପିଲାଙ୍କୁ ବିଷୟ ଭିତ୍ତିକ କ୍ଲାସ ପ୍ରଦାନ କରାଯିବା ଏବଂ ଆଗାମୀ ଦିନରେ ହେବାକୁ ଯାଉଥିବା କାର୍ଯ୍ୟପନ୍ଥା ଉପରେ ଜଣାଇ ଅଭିଭାବକ ମାନଙ୍କ ମତାମତ ନେବା ସହ ଏଥିରେ ସହଯୋଗ କରିବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଆହ୍ୱାନ ଜଣାଇ ଥିଲେ l ଶେଷ ପର୍ଯ୍ୟୟରେ ସାଧନ କର୍ମୀମାନେ ଶିକ୍ଷାର୍ଥୀ ମାନଙ୍କ ମଧ୍ୟରେ ଥିବା ବିଭିନ୍ନ ଶଙ୍କା ମୋଚନ କରିବା ସହ ବୋର୍ଡ ପରୀକ୍ଷାରେ ଉତ୍କର୍ଷତା ଲାଭ ନିମନ୍ତେ ବିଭିନ୍ନ ଟିପ୍ସ ପ୍ରଦାନ କରିଥିଲେ। ପରବର୍ତ୍ତୀ ସମୟରେ ମିଶନ ଏ ୱାନ ଶିକ୍ଷଣ ଶିବିର କରାଯିବା, ପ୍ରତ୍ୟେକ ସାଧନ କର୍ମୀ ଜଣେ ଜଣେ ଶିକ୍ଷାର୍ଥୀଙ୍କୁ ପୋଷ୍ୟ ଛାତ୍ରଛାତ୍ରୀ ରୂପେ ଗ୍ରହଣ କରିବା ଏବଂ ଅଭିଭାବକଙ୍କୁ ଯୋଡିବା ଜାରି ରହିବ ବୋଲି ସ୍ଥିର ହୋଇଛି।ଆସନ୍ତା ଅଗଷ୍ଟ ୪ ଓ ୬ ତାରିଖରେ ଯଥାକ୍ରମେ କଣ୍ଟାମାଳ ଓ ବୌଦ୍ଧ ବ୍ଲକରେ ପ୍ରବେଶ ଓ ସ୍ୱାଗତ ସମାରୋହ କରାଯିବାର କାର୍ଯ୍ୟକ୍ରମ ରହିଛି। ଶିକ୍ଷକ ରଞ୍ଜିତ ନାଏକ ମଞ୍ଚ ପରିଚାଳନା କରିଥିବାବେଳେ ମିତାଞ୍ଜଳି ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ପୁରୁଣାକଟକ ହାଇସ୍କୁଲର ସମସ୍ତ ଶିକ୍ଷକ ଓ କର୍ମଚାରୀ କାର୍ଯ୍ୟକ୍ରମକୁ ସଫଳ କରିବା ନିମନ୍ତେ ସକ୍ରିୟ ସହଯୋଗ କରିଥିଲେ।

1 hr ago
user_Ranjan Kumar Dash
Ranjan Kumar Dash
ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
1 hr ago
ca60b56b-a401-4a9a-b391-de23e27ee2d2

More news from ଓଡ଼ିଶା and nearby areas
  • ବୌଦ୍ଧରେ ବାଲ୍ୟ ବିବାହ ନିରାକରଣ ପାଇଁ ଜିଲ୍ଲାସ୍ତରୀୟ ତାଲିମ କାର୍ଯ୍ୟକ୍ରମ :-ବାଲ୍ୟ ବିବାହ ମୁକ୍ତ ବୌଦ୍ଧ, ସୁରକ୍ଷିତ ଶୈଶବ ସଶକ୍ତ ଭବିଷ୍ୟତ ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ। ବୌଦ୍ଧ: ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ "ଜିଲ୍ଲା ରଣନୀତିକ କାର୍ଯ୍ୟସୂଚୀ-୨୦୨୬" (District Strategic Action Plan - 2026) ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ବାଲ୍ୟବିବାହର ସମ୍ପୂର୍ଣ୍ଣ ନିରାକରଣ ପାଇଁ ଉଦ୍ଦିଷ୍ଟ "ଜିଲ୍ଲା କାର୍ଯ୍ୟସୂଚୀ" ର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ମିଳିତ ସମାବେଶରେ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO) ଶ୍ରୀମତୀ ସାଗରିକା ଦତ୍ତ ଉପସ୍ଥିତ ସମସ୍ତ ଅତିଥି ତଥା ଅଧିକାରୀମାନଙ୍କୁ ଆନୁଷ୍ଠାନିକ ସ୍ୱାଗତ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଶ୍ରୀ ଘାସିରାମ ପଣ୍ଡା , ୟୁନି ସେଫ୍ ପରାମର୍ଶଦାତା ରିସୋର୍ସ ପର୍ସନ ଭାବେ ଯୋଗଦେଇ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରି କେମିତି ଜିଲ୍ଲା ରୁ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବିଲୁପ୍ତ ହେବ ଏହା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ବାଲ୍ୟବିବାହ ଜିଲ୍ଲା ସଂଯୋଜକ ଅକ୍ଷୟ ସିଂହ ଏହି ସମଗ୍ର ବୈଠକକୁ ପରିଚାଳନା କରିଥିଲେ। ବୌଦ୍ଧ "ଜିଲ୍ଲା ମହିଳା ସଶକ୍ତିକରଣ କେନ୍ଦ୍ର" (DHEW) ର ସକ୍ରିୟ ସମନ୍ୱୟ ଏବଂ ସହଯୋଗରେ ଏହି କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପନ୍ନ ହୋଇଛି। ଜିଲ୍ଲାରୁ ବାଲ୍ୟବିବାହ ଭଳି ପ୍ରଥାକୁ ସମ୍ପୂର୍ଣ୍ଣ ରୂପେ ଦୂର କରିବା ପାଇଁ ସମସ୍ତ ଲାଇନ ଡିପାର୍ଟମେଣ୍ଟ ନିଜ ନିଜ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଏହି ମିଳିତ ସଭାରେ ସ୍ଥିର କରିଛନ୍ତିl ଏହି କାର୍ଯ୍ୟକ୍ରମରେ ଡିସିପିଓ ରାହୁଲ ପ୍ରଧାନ, ପୋଲିସ ଅଧିକାରୀ ବାସୁଦେବ ଭୋଇ, ଡିପିସି ମମତା ଆଶିଷ ମହାନ୍ତି, ସମସ୍ତ ସିଡିପିଓ, ସୁପରଭାଇଜର, ଅଧ୍ୟକ୍ଷ CWC ପ୍ରମୋଦ ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ଡିପିଓ ସୁଦାମ ଚରଣ ସାମଲ, ଡିସି ବାଲ୍ୟ ବିବାହ ଅକ୍ଷୟ କୁମାର ସିଂ, ଡିସି ହବ ସୁଜାତା ପାଣିଗ୍ରାହୀ, ଡିପିସି ମିଶନ ଶକ୍ତି ରଶ୍ମି ରଞ୍ଜନ ସେଠୀ,ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ,ବିଭିନ୍ନ ଉଚ୍ଚବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଯୋଗଦାନ କରିଥିଲା। କାର୍ଯ୍ୟକ୍ରମ ଶେଷରେ ପ୍ରୋଗ୍ରାମ ଅଫିସର ଶ୍ରୀମତୀ ରୀନା ମହାନ୍ତି ଉପସ୍ଥିତ ସମସ୍ତ ଅତିଥି, ଅଧିକାରୀ ଏବଂ ଅଂଶଗ୍ରହଣକାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।
    3
    ବୌଦ୍ଧରେ ବାଲ୍ୟ ବିବାହ ନିରାକରଣ ପାଇଁ ଜିଲ୍ଲାସ୍ତରୀୟ ତାଲିମ କାର୍ଯ୍ୟକ୍ରମ
 :-ବାଲ୍ୟ ବିବାହ ମୁକ୍ତ ବୌଦ୍ଧ, ସୁରକ୍ଷିତ ଶୈଶବ ସଶକ୍ତ ଭବିଷ୍ୟତ ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ।
ବୌଦ୍ଧ: ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ  ଅଧ୍ୟକ୍ଷତାରେ "ଜିଲ୍ଲା ରଣନୀତିକ କାର୍ଯ୍ୟସୂଚୀ-୨୦୨୬" (District Strategic Action Plan - 2026) ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ବାଲ୍ୟବିବାହର ସମ୍ପୂର୍ଣ୍ଣ ନିରାକରଣ ପାଇଁ ଉଦ୍ଦିଷ୍ଟ "ଜିଲ୍ଲା କାର୍ଯ୍ୟସୂଚୀ" ର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ମିଳିତ ସମାବେଶରେ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ (DSWO) ଶ୍ରୀମତୀ ସାଗରିକା ଦତ୍ତ ଉପସ୍ଥିତ ସମସ୍ତ ଅତିଥି ତଥା ଅଧିକାରୀମାନଙ୍କୁ ଆନୁଷ୍ଠାନିକ ସ୍ୱାଗତ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଶ୍ରୀ ଘାସିରାମ ପଣ୍ଡା , ୟୁନି ସେଫ୍ ପରାମର୍ଶଦାତା 
ରିସୋର୍ସ ପର୍ସନ ଭାବେ ଯୋଗଦେଇ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରି କେମିତି ଜିଲ୍ଲା ରୁ ବାଲ୍ୟ ବିବାହ ସମ୍ପୂର୍ଣ୍ଣ  ବିଲୁପ୍ତ ହେବ  ଏହା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ବାଲ୍ୟବିବାହ ଜିଲ୍ଲା ସଂଯୋଜକ ଅକ୍ଷୟ ସିଂହ ଏହି ସମଗ୍ର ବୈଠକକୁ ପରିଚାଳନା  କରିଥିଲେ। ବୌଦ୍ଧ "ଜିଲ୍ଲା ମହିଳା ସଶକ୍ତିକରଣ କେନ୍ଦ୍ର" (DHEW) ର ସକ୍ରିୟ ସମନ୍ୱୟ ଏବଂ ସହଯୋଗରେ ଏହି କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପନ୍ନ ହୋଇଛି। ଜିଲ୍ଲାରୁ ବାଲ୍ୟବିବାହ ଭଳି ପ୍ରଥାକୁ ସମ୍ପୂର୍ଣ୍ଣ ରୂପେ ଦୂର କରିବା ପାଇଁ ସମସ୍ତ ଲାଇନ ଡିପାର୍ଟମେଣ୍ଟ ନିଜ ନିଜ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ଏହି ମିଳିତ ସଭାରେ ସ୍ଥିର କରିଛନ୍ତିl ଏହି କାର୍ଯ୍ୟକ୍ରମରେ ଡିସିପିଓ ରାହୁଲ ପ୍ରଧାନ, ପୋଲିସ ଅଧିକାରୀ ବାସୁଦେବ ଭୋଇ, ଡିପିସି ମମତା ଆଶିଷ ମହାନ୍ତି,  ସମସ୍ତ ସିଡିପିଓ, ସୁପରଭାଇଜର, ଅଧ୍ୟକ୍ଷ CWC ପ୍ରମୋଦ ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା, ଡିପିଓ ସୁଦାମ ଚରଣ ସାମଲ, ଡିସି ବାଲ୍ୟ ବିବାହ ଅକ୍ଷୟ କୁମାର ସିଂ, ଡିସି ହବ ସୁଜାତା ପାଣିଗ୍ରାହୀ, ଡିପିସି ମିଶନ ଶକ୍ତି ରଶ୍ମି ରଞ୍ଜନ ସେଠୀ,ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ,ବିଭିନ୍ନ ଉଚ୍ଚବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଯୋଗଦାନ କରିଥିଲା।
କାର୍ଯ୍ୟକ୍ରମ ଶେଷରେ ପ୍ରୋଗ୍ରାମ ଅଫିସର ଶ୍ରୀମତୀ ରୀନା ମହାନ୍ତି ଉପସ୍ଥିତ ସମସ୍ତ ଅତିଥି, ଅଧିକାରୀ ଏବଂ ଅଂଶଗ୍ରହଣକାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ।
    user_RABINDRA PATTNAIK
    RABINDRA PATTNAIK
    Social worker ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    20 hrs ago
  • ଭାରତୀୟତାର ଝଲକ ପିଲା ହାତ ଯୋଡ଼ି କ୍ଷମା ମାଗିଲେ ଅଭିଭାବକ କ୍ଷମା କଲେ ପ୍ରଧାନମନ୍ତ୍ରୀଙ୍କୁ ଗାଳି ଗଲେ, ଏବେ ହାତ ଯୋଡ଼ି କ୍ଷମା ମାଗିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ କ୍ଷମା କରିଦେବା ଅପିଲ୍ ଭିଡିଓ ପରେ ହାତ ଯୋଡ଼ି କ୍ଷମା ମାଗିଲେ ନାବାଳିକା। ଜନ୍ତରମନ୍ତରରେ ସିଜେପିର ବିକ୍ଷୋଭ ବେଳେ ଅପଶବ୍ଦ କହିଥିବା ଛାତ୍ରୀ ହାତ ଯୋଡ଼ି କ୍ଷମା ମାଗିଛନ୍ତି। ମୁଁ ମାତ୍ର ୧୫ ବର୍ଷର ଝିଅ, ଭୁଲରେ ସବୁ କିଛି କହିଛି ବୋଲି ସେ ହାତ ଯୋଡ଼ି, କାନ ଧରି କହିଛନ୍ତି। ଦିଲ୍ଲୀରେ ବିକ୍ଷୋଭ ପ୍ରଦର୍ଶନ ବେଳେ ସଂପୃକ୍ତ ଛାତ୍ରୀ ଜଣକ ପ୍ରଧାନମନ୍ତ୍ରୀ ମୋଦି ଓ ତାଙ୍କ ଦିବଙ୍ଗତ ମାଆଙ୍କ ସମ୍ପର୍କରେ ଅତି ଅଶୋଭନୀୟ, ଅଶ୍ଲୀଳ ମନ୍ତବ୍ୟ ଦେଇଥିଲେ।
    1
    ଭାରତୀୟତାର ଝଲକ
ପିଲା ହାତ ଯୋଡ଼ି କ୍ଷମା ମାଗିଲେ
ଅଭିଭାବକ କ୍ଷମା କଲେ
ପ୍ରଧାନମନ୍ତ୍ରୀଙ୍କୁ ଗାଳି ଗଲେ, ଏବେ ହାତ ଯୋଡ଼ି କ୍ଷମା ମାଗିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ କ୍ଷମା କରିଦେବା ଅପିଲ୍ ଭିଡିଓ ପରେ ହାତ ଯୋଡ଼ି କ୍ଷମା ମାଗିଲେ ନାବାଳିକା। ଜନ୍ତରମନ୍ତରରେ ସିଜେପିର ବିକ୍ଷୋଭ ବେଳେ ଅପଶବ୍ଦ କହିଥିବା ଛାତ୍ରୀ ହାତ ଯୋଡ଼ି କ୍ଷମା ମାଗିଛନ୍ତି। ମୁଁ ମାତ୍ର ୧୫ ବର୍ଷର ଝିଅ, ଭୁଲରେ ସବୁ କିଛି କହିଛି ବୋଲି ସେ ହାତ ଯୋଡ଼ି, କାନ ଧରି କହିଛନ୍ତି। ଦିଲ୍ଲୀରେ ବିକ୍ଷୋଭ ପ୍ରଦର୍ଶନ ବେଳେ ସଂପୃକ୍ତ ଛାତ୍ରୀ ଜଣକ ପ୍ରଧାନମନ୍ତ୍ରୀ ମୋଦି ଓ ତାଙ୍କ ଦିବଙ୍ଗତ ମାଆଙ୍କ ସମ୍ପର୍କରେ ଅତି ଅଶୋଭନୀୟ, ଅଶ୍ଲୀଳ ମନ୍ତବ୍ୟ ଦେଇଥିଲେ।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • Post by Nilakantha Kumar
    1
    Post by Nilakantha Kumar
    user_Nilakantha Kumar
    Nilakantha Kumar
    Gochhapada, Kandhamal•
    12 hrs ago
  • 🚨 BREAKING NEWS | P24 NEWS EXPRESS प्रधानमंत्री नरेंद्र मोदी का भव्य स्वागत! 📍 आंध्र प्रदेश के भोगापुरम में प्रधानमंत्री नरेंद्र मोदी का ऐतिहासिक स्वागत किया गया। लगभग 13,000 आदिवासी छात्राओं ने पारंपरिक 'धीमसा' नृत्य प्रस्तुत कर उनका अभिनंदन किया। ✈️ इस दौरान प्रधानमंत्री ने अल्लूरी सीताराम राजू अंतरराष्ट्रीय हवाई अड्डे का उद्घाटन किया और क्षेत्र की कई महत्वपूर्ण विकास परियोजनाओं की शुरुआत की। 📍 इसके बाद प्रधानमंत्री कर्नाटक के मैसूरु पहुंचे, जहाँ उनका गर्मजोशी से स्वागत किया गया। उन्होंने स्वामी विवेकानंद सांस्कृतिक युवा केंद्र (विवेक स्मारक) का उद्घाटन कर युवाओं को राष्ट्र निर्माण के लिए प्रेरित किया। 🇮🇳 देश के विकास को नई गति देने की दिशा में प्रधानमंत्री का लगातार दौरा जारी। #P24NewsExpress #BreakingNews #PMModi #NarendraModi #AndhraPradesh #Bhogapuram #DhimsaDance #AlluriSitaramaRajuAirport #Mysuru #Karnataka #VivekaSmaraka #Development #IndiaNews #LatestNews 🚨 BREAKING NEWS | P24 NEWS EXPRESS प्रधानमंत्री नरेंद्र मोदी का भव्य स्वागत! 📍 आंध्र प्रदेश के भोगापुरम में प्रधानमंत्री नरेंद्र मोदी का ऐतिहासिक स्वागत किया गया। लगभग 13,000 आदिवासी छात्राओं ने पारंपरिक 'धीमसा' नृत्य प्रस्तुत कर उनका अभिनंदन किया। ✈️ इस दौरान प्रधानमंत्री ने अल्लूरी सीताराम राजू अंतरराष्ट्रीय हवाई अड्डे का उद्घाटन किया और क्षेत्र की कई महत्वपूर्ण विकास परियोजनाओं की शुरुआत की। 📍 इसके बाद प्रधानमंत्री कर्नाटक के मैसूरु पहुंचे, जहाँ उनका गर्मजोशी से स्वागत किया गया। उन्होंने स्वामी विवेकानंद सांस्कृतिक युवा केंद्र (विवेक स्मारक) का उद्घाटन कर युवाओं को राष्ट्र निर्माण के लिए प्रेरित किया। 🇮🇳 देश के विकास को नई गति देने की दिशा में प्रधानमंत्री का लगातार दौरा जारी। #P24NewsExpress #BreakingNews #PMModi #NarendraModi #AndhraPradesh #Bhogapuram #DhimsaDance #AlluriSitaramaRajuAirport #Mysuru #Karnataka #VivekaSmaraka #Development #IndiaNews #LatestNews
    1
    🚨 BREAKING NEWS | P24 NEWS EXPRESS

प्रधानमंत्री नरेंद्र मोदी का भव्य स्वागत!

📍 आंध्र प्रदेश के भोगापुरम में प्रधानमंत्री नरेंद्र मोदी का ऐतिहासिक स्वागत किया गया। लगभग 13,000 आदिवासी छात्राओं ने पारंपरिक 'धीमसा' नृत्य प्रस्तुत कर उनका अभिनंदन किया।

✈️ इस दौरान प्रधानमंत्री ने अल्लूरी सीताराम राजू अंतरराष्ट्रीय हवाई अड्डे का उद्घाटन किया और क्षेत्र की कई महत्वपूर्ण विकास परियोजनाओं की शुरुआत की।

📍 इसके बाद प्रधानमंत्री कर्नाटक के मैसूरु पहुंचे, जहाँ उनका गर्मजोशी से स्वागत किया गया। उन्होंने स्वामी विवेकानंद सांस्कृतिक युवा केंद्र (विवेक स्मारक) का उद्घाटन कर युवाओं को राष्ट्र निर्माण के लिए प्रेरित किया।

🇮🇳 देश के विकास को नई गति देने की दिशा में प्रधानमंत्री का लगातार दौरा जारी।

#P24NewsExpress #BreakingNews #PMModi #NarendraModi #AndhraPradesh #Bhogapuram #DhimsaDance #AlluriSitaramaRajuAirport #Mysuru #Karnataka #VivekaSmaraka #Development #IndiaNews #LatestNews

    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    3 hrs ago
  • ଜାତୀୟ_ରାଜପଥ_୫୭_ବ୍ଲକ୍_ଛକରୁ_ପଟାଭାଡି_ଅବରୋଧ ପହଂଚିଲେ ଜିଲ୍ଲାପାଳ
    1
    ଜାତୀୟ_ରାଜପଥ_୫୭_ବ୍ଲକ୍_ଛକରୁ_ପଟାଭାଡି_ଅବରୋଧ ପହଂଚିଲେ ଜିଲ୍ଲାପାଳ
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    5 hrs ago
  • Slug -ରେଙ୍ଗାଳି ଡ୍ୟାମ ରୁ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ l Date-30-07-2026 Place -Kaniha, Angul Report - Anchor - ଓଡିଶାର ଦ୍ଵିତୀୟ ବୃହତ୍ତମ ଜଳ ଭଣ୍ଡାର ରେଙ୍ଗାଳି ଡ୍ୟାମ ରୁ ଚଳିତ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଛି। ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ବ୍ରାହ୍ମଣୀ ମୁଖ୍ୟ ଯନ୍ତ୍ରୀ ଦ୍ୱାରା ଗେଟ୍ ଖୋଲା ଯାଇଛି। ୮ ନମ୍ବର ଗେଟ୍ ଦେଇ ଚଳିତ ବର୍ଷ ର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି। ଗୋଟିଏ ଗେଟ୍ ଓ ପାୱାର ଚ୍ୟାନେଲ ଦେଇ ପ୍ରତି ସେକେଣ୍ଡ ରେ 1650 ଘନ ମିଟର ଜଳ ନିଷ୍କାସନ ହେଉଛି। ସୂଚନା ଅନୁଯାୟୀ ଉପର ମୁଣ୍ଡ ରେ ବର୍ଷା ଫଳରେ ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା ବୃଦ୍ଧି ପାଇଥିଲା। ଫଳରେ ଆଜି ଦିନ ୧ ଟା ସମୟରେ ବନ୍ୟାଜଳ ନିଷ୍କାସନ କରିବାର ନିଷ୍ପତି ହୋଇଥିଲା। ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା 123.5 ମିଟର ରହିଥିବା ବେଳେ ବର୍ତ୍ତମାନ ଜଳ ଭଣ୍ଡାର ରେ 122.28 ମି ପାଣି ମହଜୁଦ୍ ରହିଛି । ଯାହାକି ଧୀରେ ଧୀରେ ବଢ଼ିବାକୁ ଲାଗିଛି। ତେବେ ଜଳ ଭଣ୍ଡାର ଭିତରକୁ 2735 ଘନ ମିଟର ଜଳ ପ୍ରବେଶ କରୁଥିବା ବେଳେ 1650 ଘନ ମିଟର ଜଳ ନିଷ୍କାସିତ ହେଉଛି। ଯାହାକୁ ନେଇ ତଳ ମୁଣ୍ଡରେ ଲୋକଙ୍କୁ ସତର୍କ କରାଯିବା ସହିତ ନଦୀ ପାଖକୁ କାହାକୁ ନ ଯିବାକୁ ବାରଣ ମଧ୍ୟ କରାଯାଇଛି। ଏଥି ସହିତ ମୁଖ୍ୟ ଯନ୍ତ୍ରୀ ଙ୍କ କହିବା ଅନୁଯାୟୀ ଯେତିକି ମାତ୍ରା ରେ ପାଣି ଏବେ ପ୍ରବାହିତ ହେବ ତାକୁ ନେଇ କୌଣସି ବନ୍ୟା ପରିସ୍ଥିତି ହେବାର ଆଶଙ୍କା ନାହିଁ। ଅନୁଗୋଳ ରୁ ଶିବରାମ ଙ୍କ ରିପୋର୍ଟ Slug -ରେଙ୍ଗାଳି ଡ୍ୟାମ ରୁ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ l Date-30-07-2026 Place -Kaniha, Angul Report - Anchor - ଓଡିଶାର ଦ୍ଵିତୀୟ ବୃହତ୍ତମ ଜଳ ଭଣ୍ଡାର ରେଙ୍ଗାଳି ଡ୍ୟାମ ରୁ ଚଳିତ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଛି। ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ବ୍ରାହ୍ମଣୀ ମୁଖ୍ୟ ଯନ୍ତ୍ରୀ ଦ୍ୱାରା ଗେଟ୍ ଖୋଲା ଯାଇଛି। ୮ ନମ୍ବର ଗେଟ୍ ଦେଇ ଚଳିତ ବର୍ଷ ର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି। ଗୋଟିଏ ଗେଟ୍ ଓ ପାୱାର ଚ୍ୟାନେଲ ଦେଇ ପ୍ରତି ସେକେଣ୍ଡ ରେ 1650 ଘନ ମିଟର ଜଳ ନିଷ୍କାସନ ହେଉଛି। ସୂଚନା ଅନୁଯାୟୀ ଉପର ମୁଣ୍ଡ ରେ ବର୍ଷା ଫଳରେ ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା ବୃଦ୍ଧି ପାଇଥିଲା। ଫଳରେ ଆଜି ଦିନ ୧ ଟା ସମୟରେ ବନ୍ୟାଜଳ ନିଷ୍କାସନ କରିବାର ନିଷ୍ପତି ହୋଇଥିଲା। ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା 123.5 ମିଟର ରହିଥିବା ବେଳେ ବର୍ତ୍ତମାନ ଜଳ ଭଣ୍ଡାର ରେ 122.28 ମି ପାଣି ମହଜୁଦ୍ ରହିଛି । ଯାହାକି ଧୀରେ ଧୀରେ ବଢ଼ିବାକୁ ଲାଗିଛି। ତେବେ ଜଳ ଭଣ୍ଡାର ଭିତରକୁ 2735 ଘନ ମିଟର ଜଳ ପ୍ରବେଶ କରୁଥିବା ବେଳେ 1650 ଘନ ମିଟର ଜଳ ନିଷ୍କାସିତ ହେଉଛି। ଯାହାକୁ ନେଇ ତଳ ମୁଣ୍ଡରେ ଲୋକଙ୍କୁ ସତର୍କ କରାଯିବା ସହିତ ନଦୀ ପାଖକୁ କାହାକୁ ନ ଯିବାକୁ ବାରଣ ମଧ୍ୟ କରାଯାଇଛି। ଏଥି ସହିତ ମୁଖ୍ୟ ଯନ୍ତ୍ରୀ ଙ୍କ କହିବା ଅନୁଯାୟୀ ଯେତିକି ମାତ୍ରା ରେ ପାଣି ଏବେ ପ୍ରବାହିତ ହେବ ତାକୁ ନେଇ କୌଣସି ବନ୍ୟା ପରିସ୍ଥିତି ହେବାର ଆଶଙ୍କା ନାହିଁ। ଅନୁଗୋଳ ରୁ ଶିବରାମ ଙ୍କ ରିପୋର୍ଟ
    1
    Slug -ରେଙ୍ଗାଳି ଡ୍ୟାମ ରୁ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ l

Date-30-07-2026
Place -Kaniha, Angul 
Report -

Anchor - ଓଡିଶାର ଦ୍ଵିତୀୟ ବୃହତ୍ତମ ଜଳ ଭଣ୍ଡାର ରେଙ୍ଗାଳି ଡ୍ୟାମ ରୁ ଚଳିତ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଛି। ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ବ୍ରାହ୍ମଣୀ ମୁଖ୍ୟ ଯନ୍ତ୍ରୀ ଦ୍ୱାରା ଗେଟ୍ ଖୋଲା ଯାଇଛି। ୮ ନମ୍ବର ଗେଟ୍ ଦେଇ ଚଳିତ ବର୍ଷ ର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି। ଗୋଟିଏ ଗେଟ୍ ଓ ପାୱାର ଚ୍ୟାନେଲ ଦେଇ ପ୍ରତି ସେକେଣ୍ଡ ରେ 1650 ଘନ ମିଟର ଜଳ ନିଷ୍କାସନ ହେଉଛି। ସୂଚନା ଅନୁଯାୟୀ ଉପର ମୁଣ୍ଡ ରେ ବର୍ଷା ଫଳରେ ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା ବୃଦ୍ଧି ପାଇଥିଲା। ଫଳରେ ଆଜି ଦିନ ୧ ଟା ସମୟରେ ବନ୍ୟାଜଳ ନିଷ୍କାସନ କରିବାର ନିଷ୍ପତି ହୋଇଥିଲା। ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା 123.5 ମିଟର ରହିଥିବା ବେଳେ ବର୍ତ୍ତମାନ ଜଳ ଭଣ୍ଡାର ରେ 122.28 ମି ପାଣି ମହଜୁଦ୍ ରହିଛି । ଯାହାକି ଧୀରେ ଧୀରେ ବଢ଼ିବାକୁ ଲାଗିଛି। ତେବେ ଜଳ ଭଣ୍ଡାର ଭିତରକୁ 2735 ଘନ ମିଟର ଜଳ ପ୍ରବେଶ କରୁଥିବା ବେଳେ 1650 ଘନ ମିଟର ଜଳ ନିଷ୍କାସିତ ହେଉଛି। ଯାହାକୁ ନେଇ ତଳ ମୁଣ୍ଡରେ ଲୋକଙ୍କୁ ସତର୍କ କରାଯିବା ସହିତ ନଦୀ ପାଖକୁ କାହାକୁ ନ ଯିବାକୁ ବାରଣ ମଧ୍ୟ କରାଯାଇଛି। ଏଥି ସହିତ ମୁଖ୍ୟ ଯନ୍ତ୍ରୀ ଙ୍କ କହିବା ଅନୁଯାୟୀ ଯେତିକି ମାତ୍ରା ରେ ପାଣି ଏବେ ପ୍ରବାହିତ ହେବ ତାକୁ ନେଇ କୌଣସି ବନ୍ୟା ପରିସ୍ଥିତି ହେବାର ଆଶଙ୍କା ନାହିଁ। 

ଅନୁଗୋଳ ରୁ ଶିବରାମ ଙ୍କ ରିପୋର୍ଟ 

    user_Shibaram naik
    Shibaram naik
    Anugul, Odisha•
    19 hrs ago
  • संबलपुर सांसद धर्मेंद्र प्रधान ने संबलपुरी दिवस के अवसर पर सभी प्रदेशवासियों को हार्दिक शुभकामनाएँ दीं। उन्होंने अपने शुभकामना संदेश में कहा: "जय माँ समलाई। 🙏 'संबलपुरी दिवस' की हार्दिक बधाई। संबलपुरी भाषा, साहित्य और संस्कृति को समृद्ध बनाने में महान गुरु श्री सत्यनारायण भाटादार का अमूल्य योगदान हम सभी को हमेशा प्रेरित करता रहेगा।" उन्होंने सभी से संबलपुरी भाषा, लोककला और सांस्कृतिक विरासत के संरक्षण एवं संवर्धन के लिए मिलकर कार्य करने का आह्वान भी किया। #संबलपुरीदिन #संबलपुरीदिवस #DharmendraPradhan #Sambalpur #Odisha #MaaSamalei संबलपुर सांसद धर्मेंद्र प्रधान ने संबलपुरी दिवस के अवसर पर सभी प्रदेशवासियों को हार्दिक शुभकामनाएँ दीं। उन्होंने अपने शुभकामना संदेश में कहा: "जय माँ समलाई। 🙏 'संबलपुरी दिवस' की हार्दिक बधाई। संबलपुरी भाषा, साहित्य और संस्कृति को समृद्ध बनाने में महान गुरु श्री सत्यनारायण भाटादार का अमूल्य योगदान हम सभी को हमेशा प्रेरित करता रहेगा।" उन्होंने सभी से संबलपुरी भाषा, लोककला और सांस्कृतिक विरासत के संरक्षण एवं संवर्धन के लिए मिलकर कार्य करने का आह्वान भी किया। #संबलपुरीदिन #संबलपुरीदिवस #DharmendraPradhan #Sambalpur #Odisha #MaaSamalei
    1
    संबलपुर सांसद धर्मेंद्र प्रधान ने संबलपुरी दिवस के अवसर पर सभी प्रदेशवासियों को हार्दिक शुभकामनाएँ दीं।

उन्होंने अपने शुभकामना संदेश में कहा:

"जय माँ समलाई। 🙏 'संबलपुरी दिवस' की हार्दिक बधाई। संबलपुरी भाषा, साहित्य और संस्कृति को समृद्ध बनाने में महान गुरु श्री सत्यनारायण भाटादार का अमूल्य योगदान हम सभी को हमेशा प्रेरित करता रहेगा।"

उन्होंने सभी से संबलपुरी भाषा, लोककला और सांस्कृतिक विरासत के संरक्षण एवं संवर्धन के लिए मिलकर कार्य करने का आह्वान भी किया।

#संबलपुरीदिन #संबलपुरीदिवस #DharmendraPradhan #Sambalpur #Odisha #MaaSamalei
संबलपुर सांसद धर्मेंद्र प्रधान ने संबलपुरी दिवस के अवसर पर सभी प्रदेशवासियों को हार्दिक शुभकामनाएँ दीं।
उन्होंने अपने शुभकामना संदेश में कहा:
"जय माँ समलाई। 🙏 'संबलपुरी दिवस' की हार्दिक बधाई। संबलपुरी भाषा, साहित्य और संस्कृति को समृद्ध बनाने में महान गुरु श्री सत्यनारायण भाटादार का अमूल्य योगदान हम सभी को हमेशा प्रेरित करता रहेगा।"
उन्होंने सभी से संबलपुरी भाषा, लोककला और सांस्कृतिक विरासत के संरक्षण एवं संवर्धन के लिए मिलकर कार्य करने का आह्वान भी किया।
#संबलपुरीदिन #संबलपुरीदिवस #DharmendraPradhan #Sambalpur #Odisha #MaaSamalei
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    5 hrs ago
  • ଲଗାଣ ବର୍ଷା ରେ ଭାଙ୍ଗିଲା ଘର ଅଳ୍ପକେ ବର୍ତ୍ତି ରେ ପରିବାର ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ପଞ୍ଚାୟତ ର ଜୟପୁର ଗ୍ରାମ ର ନନ୍ଦିନୀ କର୍ଣ୍ଣାଙ୍କ ଘର ଲଗାଣ ବର୍ଷା ଭାଙ୍ଗିଯାଇଛି।ଘର ପ୍ରଶାସନ ପାଖରେ ଗୁହାରି କରିଛନ୍ତି।ଘର ପାଇଁ
    1
    ଲଗାଣ ବର୍ଷା ରେ ଭାଙ୍ଗିଲା ଘର ଅଳ୍ପକେ ବର୍ତ୍ତି ରେ ପରିବାର 
ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ପଞ୍ଚାୟତ ର ଜୟପୁର ଗ୍ରାମ ର ନନ୍ଦିନୀ କର୍ଣ୍ଣାଙ୍କ ଘର ଲଗାଣ ବର୍ଷା ଭାଙ୍ଗିଯାଇଛି।ଘର ପ୍ରଶାସନ ପାଖରେ ଗୁହାରି କରିଛନ୍ତି।ଘର ପାଇଁ
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    5 hrs ago
  • ଜାତୀୟ ରାଜପଥରେ ଖାଲ : ଖାଲରେ ପଡ଼ି ଯାତ୍ରୀବାହୀ ଅଟୋ ଓଲଟି ଅଟୋ ଚାଳକ ଗୁରୁତର
    1
    ଜାତୀୟ ରାଜପଥରେ ଖାଲ : ଖାଲରେ ପଡ଼ି ଯାତ୍ରୀବାହୀ ଅଟୋ ଓଲଟି ଅଟୋ ଚାଳକ ଗୁରୁତର
    user_Satyajit Panda
    Satyajit Panda
    Journalist ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    11 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.