Shuru
Apke Nagar Ki App…
ବାଲେଶ୍ୱର ଜିଲ୍ଲା ଅବକାରୀ କୁ ବଡ଼ ସଫଳତା, ଅବକାରୀ ମୋବାଇଲ ୟୁନିଟ ଦ୍ୱାରା ବସ୍ତା ଅଞ୍ଚଳ ରୁ 75 କେଜି ଗଂଜେଇ, ଦୁଇଟି ବାଇକ ସହ ଦୁଇ ଜଣ ଯୁବକ ଗିରଫ
Pradeep Jena 9090008815
ବାଲେଶ୍ୱର ଜିଲ୍ଲା ଅବକାରୀ କୁ ବଡ଼ ସଫଳତା, ଅବକାରୀ ମୋବାଇଲ ୟୁନିଟ ଦ୍ୱାରା ବସ୍ତା ଅଞ୍ଚଳ ରୁ 75 କେଜି ଗଂଜେଇ, ଦୁଇଟି ବାଇକ ସହ ଦୁଇ ଜଣ ଯୁବକ ଗିରଫ
More news from ଓଡ଼ିଶା and nearby areas
- ବାଲେଶ୍ୱର ଜିଲ୍ଲା ଅବକାରୀ କୁ ବଡ଼ ସଫଳତା, ଅବକାରୀ ମୋବାଇଲ ୟୁନିଟ ଦ୍ୱାରା ବସ୍ତା ଅଞ୍ଚଳ ରୁ 75 କେଜି ଗଂଜେଇ, ଦୁଇଟି ବାଇକ ସହ ଦୁଇ ଜଣ ଯୁବକ ଗିରଫ1
- ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଶାଳୀ ଭିଣୋଇ! ଜଳେଶ୍ୱର ରେଳ ଷ୍ଟେସନ ଦକ୍ଷୀଣପୂର୍ବ କେବିନର ଅନତି ଦୂରରେ ଘଟିଛି ଘଟଣା । ସୋମବାର ସନ୍ଧ୍ୟାରେ ବାଲେଶ୍ୱର ଆଡକୁ ଯାଉଥିବା ଏକ ଯାତ୍ରୀବାହୀ ଟ୍ରେନ ଆଗକୁ ଡେଇଁପଡିଲେ, ମୃତ ଭିଣୋଇ ହେଉଛନ୍ତି ଜଳେଶ୍ୱର ଥାନା ରାଜପୁର ଗ୍ରାମର ବିଜୟ ସାହୁ ଓ ବାଲିଆପାଳ ଥାନା ଅଂଚଳର ଶାଳୀ ସଂଯୁକ୍ତା ସାହୁ । ସେପଟେ ରେଳବାଇ ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖଛି । ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ରାଜପୁର ଗ୍ରାମରେ... #jaleswarnews #mahimatv #balasore #sisterinlaw #trainaccident #breakingnews1
- ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକରେ କାମରେ ଆସୁନାହିଁ ଭତ୍ତା ବିଭାଗ, ବାରମ୍ବାର ଆସି ଅସୁବିଧାର ସମ୍ମୁଖିନ ହେଉଛନ୍ତି ଲୋକେ। କବାଟରେ ଝୁଲୁଛି ତାଲା। ତାଲା ଖୋଲିବା ପାଇଁ ନାହାଁନ୍ତି ଅଧିକାରୀ।2
- ବାଲେଶ୍ବର ରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ।1
- #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update Date -08.03.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 70089447031
- ହେଉନି ଯୋଗ୍ୟ ତାଲିକା ରେ କାମ ଶିକ୍ଷା ବିଭାଗରେ ଏବେ ବି ହେଉଛି ଦୁର୍ନୀତି1
- ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ।* ବାରିପଦା ସ୍ଥିତ ମଧୁବନ ମିନି ଷ୍ଟାଡିୟମରେ ଜଗନ୍ନାଥ ମିସ୍ତ୍ରୀ ସ୍ମୃତି କମିଟି ଆନୁକୂଲ୍ୟରେ ୨ୟ ବାର୍ଷିକ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ଏ ବର୍ଷ ଏହି ଟୁର୍ଣ୍ଣାମେଣ୍ଟରେ ଓଡିଶା ସମେତ ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ମୋଟ ୧୬ଟି ଦଳ ଅଂଶଗ୍ରହଣ ଅଂଶଗ୍ରହଣ କରିଛନ୍ତି। ମୟୁରଭଞ୍ଜ ଫୁଟବଲର ପ୍ରବାଦ ପୁରୁଷ ସ୍ବର୍ଗତ ଜଗନ୍ନାଥ ମିସ୍ତ୍ରୀଙ୍କ ସ୍ମୃତିରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟ ଆଜିଠାରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ଆଜିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଉପ ନଗରପାଳ ସୀମା ଦାସ ଯୋଗ ଦେଇଥିଲେ। କମିଟିର ଅଧ୍ୟକ୍ଷ ତଥା ସିନେ ଅଭିନେତା ଅସିତ ବରଣ ପତି, ସାଧାରଣ ସମ୍ପାଦକ ଅଶୋକ ମିସ୍ତ୍ରୀ, ସାଙ୍ଗଠନିକ ସମ୍ପାଦକ ଅମର କୁମାର ସେଠି, ସନ୍ତୋଷ କୁମାର ବରାଜ ଏବଂ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଏଥିରେ ପ୍ରମୁଖ ଉପସ୍ଥିତ ଥିଲେ I ତେବେ ପ୍ରଥମ ମ୍ୟାଚ ଟି କେନ୍ଦୁଆ ଏଫ୍ ସି ଏବଂ କିଶାନ ବ୍ରଦର୍ସ ଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।1
- ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଶାଳୀ ଭେଣେଇ, ଜଳେଶ୍ୱର ରେଳ ଷ୍ଟେସନ ଦକ୍ଷୀଣପୂର୍ବ କେବିନର ଅନତି ଦୂରରେ ଘଟିଛି ଘଟଣା, ଗତ କାଲି ସନ୍ଧ୍ୟା ସମୟରେ ବାଲେଶ୍ୱର ଆଡକୁ ଯାଉଥିବା ଏକ ଯାତ୍ରୀବାହୀ ଟ୍ରେନ ଆଗକୁ ଜଳେଶ୍ୱର ଥାନା ରାଜପୁର ଗ୍ରାମର ଭେଣେଇ ବିଜୟ ସାହୁ ଓ ବାଲିଆପାଳ ଥାନା ଅଂଚଳର ଶାଳୀ ସଂଯୁକ୍ତା ସାହୁ ଡେଇଁ ଆତ୍ମହତ୍ୟା କରିଥିଲା ବେଳେ, ରେଳବାଇ ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖଛି1