logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ସୋନପୁର ମହାରାଜା ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଆଶିଶ ରଞ୍ଜନ ରଥ ନିଲମ୍ବିତ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଜିଲ୍ଲା ଶିକ୍ଷା ଅଧିକାରୀ ନେଲେ ପଦକ୍ଷେପ। କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ସୋନପୁର ମହାରାଜା ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଆଶିଶ ରଞ୍ଜନ ରଥ ନିଲମ୍ବିତ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଜିଲ୍ଲା ଶିକ୍ଷା ଅଧିକାରୀ ନେଲେ ପଦକ୍ଷେପ।

3 hrs ago
user_PABITRA BARIHA
PABITRA BARIHA
ସୋନପୁର, ସୋନପୁର, ଓଡ଼ିଶା•
3 hrs ago
d0ced6c5-20f1-44f4-9431-222776bf2600

କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ସୋନପୁର ମହାରାଜା ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଆଶିଶ ରଞ୍ଜନ ରଥ ନିଲମ୍ବିତ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଜିଲ୍ଲା ଶିକ୍ଷା ଅଧିକାରୀ ନେଲେ ପଦକ୍ଷେପ। କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ସୋନପୁର ମହାରାଜା ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଆଶିଶ ରଞ୍ଜନ ରଥ ନିଲମ୍ବିତ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଜିଲ୍ଲା ଶିକ୍ଷା ଅଧିକାରୀ ନେଲେ ପଦକ୍ଷେପ।

More news from ଓଡ଼ିଶା and nearby areas
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    15 hrs ago
  • Recently, one farmer was killed by an elephant in Andharipali village near Larambha. Because of such incidents, the Forest Department has taken a good initiative to conduct awareness programmes in the villages surrounding Andharipali. I am happy to tell you that I am a part of this awareness campaign.really Beautiful initiative by Forest department.👏
    4
    Recently, one farmer was killed by an elephant in Andharipali village near Larambha. Because of such incidents, the Forest Department has taken a good initiative to conduct awareness programmes in the villages surrounding Andharipali. I am happy to tell you that I am a part of this awareness campaign.really Beautiful initiative by Forest department.👏
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    17 hrs ago
  • ଆଜି ସନ୍ଧ୍ୟାରେ ମିଶନ ଶକ୍ତି ବିଭାଗ ଓ ଜ଼ିଲ୍ଲା ପ୍ରଶାସନ, ବୌଦ୍ଧଙ୍କ ମିଳିତ ଆନୁକୂଲ୍ୟରେ ଜ଼ିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳାର ଷଷ୍ଠ ସନ୍ଧ୍ୟାର କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି l ଏହି ମେଳା ମାର୍ଚ୍ଚ 6 ତାରିଖ ଠାରୁ ଆରମ୍ଭ ହୋଇ 12 ମାର୍ଚ୍ଚ ପର୍ଯ୍ୟନ୍ତ କଚେରୀ ପଡିଆ ଠାରେ ଅନୁଷ୍ଠିତ ହେଉଛି l ଏହି ଉପଲକ୍ଷେ ମୋଟ 120 ଟି ଷ୍ଟଲ ଖୋଲା ଯାଇଛି l ଆଜିର ଷଷ୍ଠ ସନ୍ଧ୍ୟା କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଜ଼ିଲ୍ଲାପାଳ ବିଭୁତି ଭୂଷଣ ନାୟକ
    1
    ଆଜି ସନ୍ଧ୍ୟାରେ ମିଶନ ଶକ୍ତି ବିଭାଗ ଓ ଜ଼ିଲ୍ଲା ପ୍ରଶାସନ, ବୌଦ୍ଧଙ୍କ ମିଳିତ ଆନୁକୂଲ୍ୟରେ ଜ଼ିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳାର ଷଷ୍ଠ ସନ୍ଧ୍ୟାର କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି l ଏହି ମେଳା ମାର୍ଚ୍ଚ 6 ତାରିଖ ଠାରୁ ଆରମ୍ଭ ହୋଇ 12 ମାର୍ଚ୍ଚ ପର୍ଯ୍ୟନ୍ତ କଚେରୀ ପଡିଆ ଠାରେ ଅନୁଷ୍ଠିତ ହେଉଛି l ଏହି ଉପଲକ୍ଷେ ମୋଟ 120 ଟି ଷ୍ଟଲ  ଖୋଲା ଯାଇଛି l ଆଜିର ଷଷ୍ଠ ସନ୍ଧ୍ୟା କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଜ଼ିଲ୍ଲାପାଳ ବିଭୁତି ଭୂଷଣ ନାୟକ
    user_Ranjan Kumar Dash
    Ranjan Kumar Dash
    ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    4 hrs ago
  • Post by Giri sahu
    1
    Post by Giri sahu
    user_Giri sahu
    Giri sahu
    Artist Balangir, Odisha•
    6 hrs ago
  • ସରସରା ଗ୍ରାମରେ ପହଂଚି ବୃଦ୍ଧାଙ୍କ ଘର ପରିଦର୍ଶନ କଲେ ଜିଲ୍ଲାପାଳ :-ଅଦ୍ୟ ତା. 11.3.2016 ରିଖ (ବୁଧବାର )ଦିନ ଦିବା 11 ଘଟିକା ସମୟରେ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ବିଭୁତି ଭୂଷଣ ନାୟକ ହରଭଙ୍ଗା ବ୍ଲକ ସରସରା ଗ୍ରାମରେ ଯାଇ ପହଂଚି ଥିଲେ l ପ୍ରଥମେ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ନାୟକ ସରସରା ପଞ୍ଚାୟତ କାର୍ଯ୍ୟାଳୟ ରେ ପହଂଚି, ପଞ୍ଚାୟତ କାର୍ଯ୍ୟାଳୟ ର ସୁବିଧା, ଅସୁବିଧା ପଚାରି ବୁଝିଥିଲେ l ପରେ ପରେ ଅସହାୟ ବୃଦ୍ଧା ଗାମା କହଁରଙ୍କ ଘରେ ପହଂଚି ଥିଲେ l କଟକ ଜିଲ୍ଲାରୁ ଆସି ଏକ ବର୍ଷ ହେଲା ସରସରା ରେ ନିଜ ଭାଇ ଘରେ ରହୁଥିବା 60 ବର୍ଷୀୟା ବୃଦ୍ଧା ଗାମା ସରକାର ଙ୍କ କୌଣସି ସରକାରୀ ଯୋଜନାର ହିତାଧିକାରୀ ହୋଇ ପାରିନଥିବା ବିଷୟରେ ଜିଲ୍ଲାପାଳଙ୍କୁ ବାରମ୍ବାର ଜନଶୁଣାଣୀ ରେ ଅଭିଯୋଗ କରିଥିଲେ l ସେଥିପାଇଁ ଜିଲ୍ଲାପାଳ ନିଜେ ଗାମା ରହୁଥିବା ତାଙ୍କ ଭାଇଙ୍କ ଘରେ ପହଞ୍ଚି ସ୍ଥିତି ଆକଳନ କରିଥିଲେ | ଅନ୍ତୋଦୟ ଗୃହ ଯୋଜନା, ଅନ୍ତୋଦୟ କାର୍ଡ, ବାର୍ଦ୍ଧକ୍ୟ ଭତ୍ତା, ଆୟୁଷ୍ମାନ୍ କାର୍ଡରେ ଗାମାଙ୍କୁ ହିତାଧିକାରୀ କରାଇବା ପାଇଁ ଆବଶ୍ୟକ କାଗଜପତ୍ର ପ୍ରସ୍ତୁତ, ଆଧାର କାର୍ଡ ର ପରିବର୍ତ୍ତନ ପାଇଁ ଗାମା ଙ୍କୁ ବୁଝାଇବା ଜିଲ୍ଲାପାଳ ହରଭଙ୍ଗା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ପ୍ରଧାନ ଙ୍କୁ ନିର୍ଦ୍ଦେଶ ଦେଇଥିଲେ | ଜିଲ୍ଲାପାଳଙ୍କ ପରିଦର୍ଶନ ସମୟରେ ହରଭଙ୍ଗା ବିଡ଼ିଓ ବିଜୟ କୁମାର ପ୍ରଧାନ, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ,ପଞ୍ଚାୟତ ନିର୍ବାହୀ ଅଧିକାରୀ ଶ୍ରୀମନ୍ତ ପ୍ରଧାନ, ରାଜସ୍ୱ ନିରୀକ୍ଷକ ମନୋହର ମଲ୍ଲିକ, ଡାଟା ଏଣ୍ଟ୍ରି ଅପରେଟର ହେମା ନନ୍ଦ ଖଟୁଆ, କର୍ମଚାରୀ ଅକ୍ଷୟ କୁମାର ମହାକୁଡ଼,ଗ୍ରାମବାସୀ ଧିରେନ ବିଶୋଇ ପ୍ରମୁଖ ଉପସ୍ଥିତ ଥିଲେ l
    1
    ସରସରା ଗ୍ରାମରେ ପହଂଚି ବୃଦ୍ଧାଙ୍କ ଘର ପରିଦର୍ଶନ କଲେ ଜିଲ୍ଲାପାଳ :-ଅଦ୍ୟ ତା. 11.3.2016 ରିଖ 
(ବୁଧବାର )ଦିନ ଦିବା 11 ଘଟିକା ସମୟରେ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ବିଭୁତି ଭୂଷଣ ନାୟକ ହରଭଙ୍ଗା ବ୍ଲକ ସରସରା  ଗ୍ରାମରେ ଯାଇ ପହଂଚି ଥିଲେ l  ପ୍ରଥମେ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ନାୟକ ସରସରା ପଞ୍ଚାୟତ କାର୍ଯ୍ୟାଳୟ  ରେ ପହଂଚି, ପଞ୍ଚାୟତ କାର୍ଯ୍ୟାଳୟ ର ସୁବିଧା, ଅସୁବିଧା  ପଚାରି ବୁଝିଥିଲେ  l ପରେ ପରେ ଅସହାୟ ବୃଦ୍ଧା ଗାମା କହଁରଙ୍କ ଘରେ ପହଂଚି ଥିଲେ  l କଟକ ଜିଲ୍ଲାରୁ ଆସି ଏକ ବର୍ଷ ହେଲା ସରସରା ରେ ନିଜ ଭାଇ ଘରେ ରହୁଥିବା 60 ବର୍ଷୀୟା ବୃଦ୍ଧା ଗାମା ସରକାର ଙ୍କ କୌଣସି ସରକାରୀ ଯୋଜନାର ହିତାଧିକାରୀ ହୋଇ ପାରିନଥିବା ବିଷୟରେ ଜିଲ୍ଲାପାଳଙ୍କୁ ବାରମ୍ବାର ଜନଶୁଣାଣୀ ରେ ଅଭିଯୋଗ କରିଥିଲେ l ସେଥିପାଇଁ ଜିଲ୍ଲାପାଳ ନିଜେ ଗାମା ରହୁଥିବା ତାଙ୍କ ଭାଇଙ୍କ ଘରେ ପହଞ୍ଚି ସ୍ଥିତି ଆକଳନ କରିଥିଲେ | ଅନ୍ତୋଦୟ ଗୃହ ଯୋଜନା, ଅନ୍ତୋଦୟ କାର୍ଡ, ବାର୍ଦ୍ଧକ୍ୟ ଭତ୍ତା, ଆୟୁଷ୍ମାନ୍ କାର୍ଡରେ ଗାମାଙ୍କୁ ହିତାଧିକାରୀ କରାଇବା ପାଇଁ  ଆବଶ୍ୟକ କାଗଜପତ୍ର ପ୍ରସ୍ତୁତ, ଆଧାର କାର୍ଡ ର ପରିବର୍ତ୍ତନ ପାଇଁ ଗାମା ଙ୍କୁ  ବୁଝାଇବା ଜିଲ୍ଲାପାଳ ହରଭଙ୍ଗା  ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ପ୍ରଧାନ ଙ୍କୁ ନିର୍ଦ୍ଦେଶ ଦେଇଥିଲେ | ଜିଲ୍ଲାପାଳଙ୍କ ପରିଦର୍ଶନ ସମୟରେ ହରଭଙ୍ଗା ବିଡ଼ିଓ ବିଜୟ କୁମାର ପ୍ରଧାନ, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ,ପଞ୍ଚାୟତ ନିର୍ବାହୀ ଅଧିକାରୀ ଶ୍ରୀମନ୍ତ ପ୍ରଧାନ, ରାଜସ୍ୱ ନିରୀକ୍ଷକ ମନୋହର ମଲ୍ଲିକ, ଡାଟା ଏଣ୍ଟ୍ରି ଅପରେଟର ହେମା ନନ୍ଦ ଖଟୁଆ, କର୍ମଚାରୀ ଅକ୍ଷୟ କୁମାର ମହାକୁଡ଼,ଗ୍ରାମବାସୀ ଧିରେନ ବିଶୋଇ ପ୍ରମୁଖ ଉପସ୍ଥିତ ଥିଲେ l
    user_Baidyanath Samal Mozillakhabra
    Baidyanath Samal Mozillakhabra
    Court reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    7 hrs ago
  • ଏହି_ମିଶାଇଲକୁ_ଭୟ_କରନ୍ତି_୧୨୦ରୁ_ଅଧିକ_ଦେଶ_
    1
    ଏହି_ମିଶାଇଲକୁ_ଭୟ_କରନ୍ତି_୧୨୦ରୁ_ଅଧିକ_ଦେଶ_
    user_ODISHA NEWS
    ODISHA NEWS
    Local News Reporter ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    12 hrs ago
  • ସୋନପୁର ଜିଲ୍ଲା ର ଜଣେ କଵି ଙ୍କ ମୁଁହରୁ ତାଙ୍କ ଲେଖନି ରେ ଦୁଇପଦ ଶୁନିଵାର କେ ମିଲିଛେ ଆସୁନ ଜାନମା ଆଉ ସେ ଭାଇଙ୍କୁ ଉତ୍ସାହ କରିବା ପାଇଁ ଗୁଟେ ଲାଇଗ କରମା ।
    1
    ସୋନପୁର ଜିଲ୍ଲା ର ଜଣେ କଵି ଙ୍କ ମୁଁହରୁ ତାଙ୍କ ଲେଖନି ରେ ଦୁଇପଦ ଶୁନିଵାର କେ ମିଲିଛେ ଆସୁନ ଜାନମା ଆଉ ସେ ଭାଇଙ୍କୁ ଉତ୍ସାହ କରିବା ପାଇଁ ଗୁଟେ ଲାଇଗ କରମା ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    17 hrs ago
  • ବୌଦ୍ଧ ସହର ନିକଟ ସରସରା ଗ୍ରାମକୁ ଜିଲ୍ଲାପାଳଙ୍କ ଅଚାନକ ପରିଦର୍ଶନ । ବୃଦ୍ଧାଙ୍କୁ ସରକାରୀ ଯୋଜନାରେ ସାମିଲ କରିବାକୁ ହରଭଙ୍ଗା ବିଡ଼ିଓଙ୍କୁ ନିର୍ଦ୍ଦେଶ । ସରକାରୀ ଯୋଜନାରୁ ବଞ୍ଚିତ ନେଇ ଗାମା କହଁର ଜନଶୁଣାଣୀରେ ଅଭିଯୋଗ କରିଥିଲେ ।
    1
    ବୌଦ୍ଧ ସହର ନିକଟ ସରସରା ଗ୍ରାମକୁ ଜିଲ୍ଲାପାଳଙ୍କ ଅଚାନକ ପରିଦର୍ଶନ । ବୃଦ୍ଧାଙ୍କୁ ସରକାରୀ ଯୋଜନାରେ ସାମିଲ କରିବାକୁ ହରଭଙ୍ଗା ବିଡ଼ିଓଙ୍କୁ ନିର୍ଦ୍ଦେଶ । ସରକାରୀ ଯୋଜନାରୁ ବଞ୍ଚିତ ନେଇ ଗାମା କହଁର ଜନଶୁଣାଣୀରେ ଅଭିଯୋଗ କରିଥିଲେ ।
    user_Ranjan Kumar Dash
    Ranjan Kumar Dash
    ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    4 hrs ago
  • ମୋଦିଙ୍କ_ଗୋଟେ_କଲ୍‌ରେ_ବନ୍ଦ_ହେବ_ଯୁଦ୍ଧ
    1
    ମୋଦିଙ୍କ_ଗୋଟେ_କଲ୍‌ରେ_ବନ୍ଦ_ହେବ_ଯୁଦ୍ଧ
    user_ODISHA NEWS
    ODISHA NEWS
    Local News Reporter ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    12 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.