logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଉତ୍ତରପ୍ରଦେଶର ପିଲିଭିତ୍ ଜିଲ୍ଲାରେ ଏକ ମଦ ଦୋକାନରେ ମହିଳାମାନେ ବ୍ୟାପକ ହଙ୍ଗାମା କରିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ମହିଳାମାନେ ଦୋକାନ ଭିତରେ ପଶି ଭଙ୍ଗାରୁଜା ମଧ୍ୟ କରିଛନ୍ତି।

1 hr ago
user_Anuj Shrma
Anuj Shrma
Voice of people Ainthapali, Sambalpur•
1 hr ago

ଉତ୍ତରପ୍ରଦେଶର ପିଲିଭିତ୍ ଜିଲ୍ଲାରେ ଏକ ମଦ ଦୋକାନରେ ମହିଳାମାନେ ବ୍ୟାପକ ହଙ୍ଗାମା କରିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ମହିଳାମାନେ ଦୋକାନ ଭିତରେ ପଶି ଭଙ୍ଗାରୁଜା ମଧ୍ୟ କରିଛନ୍ତି।

More news from Jharsuguda and nearby areas
  • ଝାରସୁଗୁଡ଼ା ଜିଲ୍ଲାର ଲଖନପୁର ବ୍ଲକର କୁଶ୍ରାଲୋଇ ପଞ୍ଚାୟତରେ ଏକ କୋଲ ଗ୍ୟାସିଫିକେସନ ଏମୋନିୟମ ନାଇଟ୍ରେଟ ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି। ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସୀ ମାଧ୍ୟମରେ ଏହି ପ୍ରକଳ୍ପର ଶିଳାନ୍ୟାସ କରିଥିବା ବେଳେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଆଭାସୀ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଭାରତ କୋଲ ଗ୍ୟାସିଫିକେସନ ଆଣ୍ଡ କେମିକାଲ୍ସ ଲିମିଟେଡ଼ (BCGCL) ପକ୍ଷରୁ ୨୫ ହଜାର କୋଟିରୁ ଉର୍ଦ୍ଧ୍ୱ ଟଙ୍କା ବିନିଯୋଗରେ ଏହି ପ୍ରକଳ୍ପ ନିର୍ମାଣ ହେବ। ଶିଳାନ୍ୟାସ ସ୍ଥଳରେ କେନ୍ଦ୍ର କୋଇଲା ମନ୍ତ୍ରୀ ଜି କିସନ ରେଡ୍ଡୀ, ରାଜ୍ୟ ମନ୍ତ୍ରୀ ସତିଶ ଚନ୍ଦ୍ର ଦୁବେ, ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ଅତିରିକ୍ତ କୋଇଲା ସଚିବ ସରୋଜ କୁମାର ଶାହା, BCGCL ର ଚେୟାରମ୍ୟାନ ଆସିଷ କୁମାର, MCL ସିଏମଡି ଅନନ୍ତ ଉଦୟ କାଉଲେ, ଉତ୍ତରାଞ୍ଚଳ ଆଇଜି, ଝାରସୁଗୁଡ଼ା ଜିଲ୍ଲାପାଳ ଏବଂ ଝାରସୁଗୁଡ଼ା ଏସପି ପ୍ରମୁଖ ଉପସ୍ଥିତ ଥିଲେ। ଏହି ପ୍ରକଳ୍ପ ପ୍ରାୟ ୩୫୦ ଏକର ଜମିରେ ନିର୍ମାଣ କରାଯିବ ଏବଂ ଏହା ଦ୍ୱାରା ୪ ରୁ ୫ ହଜାର ସ୍ଥାନୀୟ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଦେଶର ଊର୍ଜା ସୁରକ୍ଷା ପାଇଁ ଏହି ପ୍ରକଳ୍ପରେ କୋଇଲାରୁ ଆମୋନିୟମ ନାଇଟ୍ରେଟ୍ ଉତ୍ପାଦନ କରାଯିବ। ଏହା ହେଉଛି ଭାରତର ପ୍ରଥମ ବାଣିଜ୍ୟିକ ଭିତ୍ତିକ କୋଇଲାରୁ ଆମୋନିୟମ ନାଇଟ୍ରେଟ୍ ପ୍ରକଳ୍ପ, ଯାହା ଭାରତ ହେଭି ଇଲେକ୍ଟ୍ରିକାଲ୍ସ ଲିମିଟେଡ୍ (ଭେଲ୍) ଓ କୋଲ୍ ଇଣ୍ଡିଆ ଲିମିଟେଡ୍ (ସିଆଇଏଲ୍)ର ମିଳିତ ଉଦ୍ୟମରେ ଗଠନ କରାଯାଇଥିବା ଯୌଥ ଉଦ୍ୟୋଗ BCGCL ଦ୍ୱାରା ସ୍ଥାପନ କରାଯାଉଛି। ଏହି କାରଖାନାରୁ ଦୈନିକ ୨୦୦୦ ଟନ୍‌ ଆମୋନିୟମ ନାଇଟ୍ରେଟ୍ ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି, ଯେଉଁଥିରେ ଭେଲ୍‌ ଦ୍ୱାରା ବିକଶିତ ସ୍ୱଦେଶୀ ଜ୍ଞାନକୌଶଳ ବ୍ୟବହାର କରାଯିବ। ଗତ ଏପ୍ରିଲ୍‌ ମାସରେ ମହାନଦୀ କୋଲ୍‌ଫିଲ୍ଡସ୍ ଲିମିଟେଡ୍ (MCL) ଓ BCGCL ମଧ୍ୟରେ ଏହି ପ୍ରକଳ୍ପ ପାଇଁ ଜମି ଲିଜ୍ ବୁଝାମଣା ସ୍ୱାକ୍ଷରିତ ହୋଇଥିଲା। କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଏହି ପ୍ରକଳ୍ପ ପାଇଁ ୧୩୫୦ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରାଯାଇଛି। ଏହି ପ୍ରକଳ୍ପ ଦେଶରେ କୋଲ୍ ଗ୍ୟାସିଫିକେସନ ପ୍ରକଳ୍ପ ପାଇଁ ଏକ ମଡେଲ୍ ଭାବେ କାର୍ଯ୍ୟ କରିବ, ଏବଂ କୋଲ୍ ଗ୍ୟାସିଫିକେସନ କ୍ଷମତା ବଢ଼ିଲେ ଆମ ଦେଶ ପ୍ରାକୃତିକ ଗ୍ୟାସ୍, ମିଥାନଲ, ଆମୋନିଆ ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ରାସାୟନିକରେ ଆତ୍ମନିର୍ଭର ହୋଇପାରିବ।।
    1
    ଝାରସୁଗୁଡ଼ା ଜିଲ୍ଲାର ଲଖନପୁର ବ୍ଲକର କୁଶ୍ରାଲୋଇ ପଞ୍ଚାୟତରେ ଏକ କୋଲ ଗ୍ୟାସିଫିକେସନ ଏମୋନିୟମ ନାଇଟ୍ରେଟ ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି। ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସୀ ମାଧ୍ୟମରେ ଏହି ପ୍ରକଳ୍ପର ଶିଳାନ୍ୟାସ କରିଥିବା ବେଳେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଆଭାସୀ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଭାରତ କୋଲ ଗ୍ୟାସିଫିକେସନ ଆଣ୍ଡ କେମିକାଲ୍ସ ଲିମିଟେଡ଼ (BCGCL) ପକ୍ଷରୁ ୨୫ ହଜାର କୋଟିରୁ ଉର୍ଦ୍ଧ୍ୱ ଟଙ୍କା ବିନିଯୋଗରେ ଏହି ପ୍ରକଳ୍ପ ନିର୍ମାଣ ହେବ।

ଶିଳାନ୍ୟାସ ସ୍ଥଳରେ କେନ୍ଦ୍ର କୋଇଲା ମନ୍ତ୍ରୀ ଜି କିସନ ରେଡ୍ଡୀ, ରାଜ୍ୟ ମନ୍ତ୍ରୀ ସତିଶ ଚନ୍ଦ୍ର ଦୁବେ, ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ଅତିରିକ୍ତ କୋଇଲା ସଚିବ ସରୋଜ କୁମାର ଶାହା, BCGCL ର ଚେୟାରମ୍ୟାନ ଆସିଷ କୁମାର, MCL ସିଏମଡି ଅନନ୍ତ ଉଦୟ କାଉଲେ, ଉତ୍ତରାଞ୍ଚଳ ଆଇଜି, ଝାରସୁଗୁଡ଼ା ଜିଲ୍ଲାପାଳ ଏବଂ ଝାରସୁଗୁଡ଼ା ଏସପି ପ୍ରମୁଖ ଉପସ୍ଥିତ ଥିଲେ। ଏହି ପ୍ରକଳ୍ପ ପ୍ରାୟ ୩୫୦ ଏକର ଜମିରେ ନିର୍ମାଣ କରାଯିବ ଏବଂ ଏହା ଦ୍ୱାରା ୪ ରୁ ୫ ହଜାର ସ୍ଥାନୀୟ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଦେଶର ଊର୍ଜା ସୁରକ୍ଷା ପାଇଁ ଏହି ପ୍ରକଳ୍ପରେ କୋଇଲାରୁ ଆମୋନିୟମ ନାଇଟ୍ରେଟ୍ ଉତ୍ପାଦନ କରାଯିବ। ଏହା ହେଉଛି ଭାରତର ପ୍ରଥମ ବାଣିଜ୍ୟିକ ଭିତ୍ତିକ କୋଇଲାରୁ ଆମୋନିୟମ ନାଇଟ୍ରେଟ୍ ପ୍ରକଳ୍ପ, ଯାହା ଭାରତ ହେଭି ଇଲେକ୍ଟ୍ରିକାଲ୍ସ ଲିମିଟେଡ୍ (ଭେଲ୍) ଓ କୋଲ୍ ଇଣ୍ଡିଆ ଲିମିଟେଡ୍ (ସିଆଇଏଲ୍)ର ମିଳିତ ଉଦ୍ୟମରେ ଗଠନ କରାଯାଇଥିବା ଯୌଥ ଉଦ୍ୟୋଗ BCGCL ଦ୍ୱାରା ସ୍ଥାପନ କରାଯାଉଛି। ଏହି କାରଖାନାରୁ ଦୈନିକ ୨୦୦୦ ଟନ୍‌ ଆମୋନିୟମ ନାଇଟ୍ରେଟ୍ ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି, ଯେଉଁଥିରେ ଭେଲ୍‌ ଦ୍ୱାରା ବିକଶିତ ସ୍ୱଦେଶୀ ଜ୍ଞାନକୌଶଳ ବ୍ୟବହାର କରାଯିବ।

ଗତ ଏପ୍ରିଲ୍‌ ମାସରେ ମହାନଦୀ କୋଲ୍‌ଫିଲ୍ଡସ୍ ଲିମିଟେଡ୍ (MCL) ଓ BCGCL ମଧ୍ୟରେ ଏହି ପ୍ରକଳ୍ପ ପାଇଁ ଜମି ଲିଜ୍ ବୁଝାମଣା ସ୍ୱାକ୍ଷରିତ ହୋଇଥିଲା। କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଏହି ପ୍ରକଳ୍ପ ପାଇଁ ୧୩୫୦ କୋଟି ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କରାଯାଇଛି। ଏହି ପ୍ରକଳ୍ପ ଦେଶରେ କୋଲ୍ ଗ୍ୟାସିଫିକେସନ ପ୍ରକଳ୍ପ ପାଇଁ ଏକ ମଡେଲ୍ ଭାବେ କାର୍ଯ୍ୟ କରିବ, ଏବଂ କୋଲ୍ ଗ୍ୟାସିଫିକେସନ କ୍ଷମତା ବଢ଼ିଲେ ଆମ ଦେଶ ପ୍ରାକୃତିକ ଗ୍ୟାସ୍, ମିଥାନଲ, ଆମୋନିଆ ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ରାସାୟନିକରେ ଆତ୍ମନିର୍ଭର ହୋଇପାରିବ।।
    user_Soubhagya Ranjan Sahu
    Soubhagya Ranjan Sahu
    Belpahar, Jharsuguda•
    6 hrs ago
  • ତା:୨୦/୦୬/୨୬ ରେ, ଝାରସୁଗୁଡ଼ା ଜିଲ୍ଲାସ୍ତରୀୟ ପିଏମ୍-କିସାନ ଉତ୍ସବ–୨୦୨୬ ଅବସରରେ, ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଆଭାସୀ କାର୍ଯ୍ୟକ୍ରମରେ ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପିଏମ୍-କିସାନ ଯୋଜନାର ପରବର୍ତ୍ତୀ କିସ୍ତି ରାଶି ହସ୍ତାନ୍ତର କରିଛନ୍ତି। ଏହି ଅବସରରେ, ଓଡ଼ିଶାର ୩୪.୬ ଲକ୍ଷରୁ ଅଧିକ ଚାଷୀ ଭାଇ ଓ ଭଉଣୀମାନଙ୍କ ଖାତାକୁ ୨୩ତମ କିସ୍ତି ବାବଦରେ ମୋଟ ୬୯୩ କୋଟି ଟଙ୍କା ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ମାଧ୍ୟମରେ ପ୍ରଦାନ କରାଯାଇଛି। ଏହି ସହାୟତା ରାଶି ଚାଷୀମାନଙ୍କ କୃଷି କାର୍ଯ୍ୟକୁ ଅଧିକ ସୁଦୃଢ଼ କରିବା ସହିତ ସେମାନଙ୍କ ଆର୍ଥିକ ସଶକ୍ତିକରଣରେ ବିଶେଷ ସହାୟକ ହେବ। ପିଏମ୍-କିସାନ ଯୋଜନା ଅଧୀନରେ, ଯୋଗ୍ୟ ଚାଷୀମାନଙ୍କୁ ବର୍ଷକୁ ୬,୦୦୦ ଟଙ୍କା ତିନୋଟି ସମାନ କିସ୍ତିରେ ପ୍ରଦାନ କରାଯାଉଛି, ଯାହାଦ୍ୱାରା ସେମାନେ କୃଷି ଉପକରଣ, ବିହନ, ସାର ଏବଂ ଅନ୍ୟାନ୍ୟ କୃଷି କାର୍ଯ୍ୟ ପାଇଁ ଆବଶ୍ୟକ ଆର୍ଥିକ ସହାୟତା ପାଉଛନ୍ତି। ଏହି ପରିପ୍ରେକ୍ଷୀରେ, ଝାରସୁଗୁଡ଼ା ଜିଲ୍ଲା, ବ୍ଲକ୍ ଏବଂ ପଞ୍ଚାୟତ ସ୍ତରରେ ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା ଏବଂ ଜିଲ୍ଲାର ଚାଷୀମାନେ ଅତ୍ୟନ୍ତ ଉତ୍ସାହର ସହିତ ଏଥିରେ ଅଂଶଗ୍ରହଣ କରି ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ଶୁଣିଥିଲେ। ଝାରସୁଗୁଡ଼ା ଜିଲ୍ଲାସ୍ତରୀୟ ପିଏମ୍ କିସାନ ଉତ୍ସବ ଦିବସରେ, ଝାରସୁଗୁଡ଼ା ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ମାନ୍ୟବର ମନ୍ତ୍ରୀଙ୍କ ପ୍ରତିନିଧି ରଘୁନନ୍ଦନ ପଣ୍ଡା, ମାନ୍ୟବର ସାଂସଦଙ୍କ ପ୍ରତିନିଧି ଶ୍ଳୋକ ଶର୍ମା ଏବଂ ଝାରସୁଗୁଡ଼ା ସାଧାରଣ ସମ୍ପାଦକ ପ୍ରେମସେନ ରାଏ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ କୁମାର ନନ୍ଦ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଡ଼. ସୁସ୍ମିତା ପଣ୍ଡା କାର୍ଯ୍ୟକ୍ରମକୁ ସଫଳତାର ସହ ସଂଯୋଜନା କରିଥିବା ବେଳେ, ଶେଷରେ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଡ଼. ସମୀର ରଞ୍ଜନ ଦାଶ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ସୂଚନାଯୋଗ୍ୟ ଯେ, ଏହି ୨୩ତମ କିସ୍ତି ବାବଦରେ, ଝାରସୁଗୁଡ଼ା ଜିଲ୍ଲାର ମୋଟ ୩୪,୦୮୬ ଜଣ ଚାଷୀ ଉପକୃତ ହୋଇଛନ୍ତି ଏବଂ ସେମାନଙ୍କ ବ୍ୟାଙ୍କ ଖାତାକୁ ମୋଟ ୬ କୋଟି ୮୧ ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ କରାଯାଇଛି। ବ୍ଲକୱାରୀ ସୂଚନା ଅନୁଯାୟୀ, ଝାରସୁଗୁଡ଼ା ବ୍ଲକର ୪,୬୩୫ ଜଣ, କିର୍ମୀରା ବ୍ଲକର ୫,୫୩୯ ଜଣ, କୋଲାବିରା ବ୍ଲକର ୫,୮୫୬ ଜଣ, ଲାଇକେରା ବ୍ଲକର ୬,୯୫୯ ଜଣ ଏବଂ ଲଖନପୁର ବ୍ଲକର ୧୧,୦୯୭ ଜଣ ଚାଷୀ ଏହି ଯୋଜନାରେ ଲାଭବାନ ହୋଇଛନ୍ତି। ଏହି ଅବସରରେ ବିଭିନ୍ନ ବ୍ଲକ ଓ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ଅଞ୍ଚଳରୁ ଆସିଥିବା ଶତାଧିକ ଚାଷୀ ଏବଂ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ।
    3
    ତା:୨୦/୦୬/୨୬ ରେ, ଝାରସୁଗୁଡ଼ା ଜିଲ୍ଲାସ୍ତରୀୟ ପିଏମ୍-କିସାନ ଉତ୍ସବ–୨୦୨୬ ଅବସରରେ, ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଆଭାସୀ କାର୍ଯ୍ୟକ୍ରମରେ ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପିଏମ୍-କିସାନ ଯୋଜନାର ପରବର୍ତ୍ତୀ କିସ୍ତି ରାଶି ହସ୍ତାନ୍ତର କରିଛନ୍ତି। ଏହି ଅବସରରେ, ଓଡ଼ିଶାର ୩୪.୬ ଲକ୍ଷରୁ ଅଧିକ ଚାଷୀ ଭାଇ ଓ ଭଉଣୀମାନଙ୍କ ଖାତାକୁ ୨୩ତମ କିସ୍ତି ବାବଦରେ ମୋଟ ୬୯୩ କୋଟି ଟଙ୍କା ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ମାଧ୍ୟମରେ ପ୍ରଦାନ କରାଯାଇଛି। ଏହି ସହାୟତା ରାଶି ଚାଷୀମାନଙ୍କ କୃଷି କାର୍ଯ୍ୟକୁ ଅଧିକ ସୁଦୃଢ଼ କରିବା ସହିତ ସେମାନଙ୍କ ଆର୍ଥିକ ସଶକ୍ତିକରଣରେ ବିଶେଷ ସହାୟକ ହେବ।

ପିଏମ୍-କିସାନ ଯୋଜନା ଅଧୀନରେ, ଯୋଗ୍ୟ ଚାଷୀମାନଙ୍କୁ ବର୍ଷକୁ ୬,୦୦୦ ଟଙ୍କା ତିନୋଟି ସମାନ କିସ୍ତିରେ ପ୍ରଦାନ କରାଯାଉଛି, ଯାହାଦ୍ୱାରା ସେମାନେ କୃଷି ଉପକରଣ, ବିହନ, ସାର ଏବଂ ଅନ୍ୟାନ୍ୟ କୃଷି କାର୍ଯ୍ୟ ପାଇଁ ଆବଶ୍ୟକ ଆର୍ଥିକ ସହାୟତା ପାଉଛନ୍ତି। ଏହି ପରିପ୍ରେକ୍ଷୀରେ, ଝାରସୁଗୁଡ଼ା ଜିଲ୍ଲା, ବ୍ଲକ୍ ଏବଂ ପଞ୍ଚାୟତ ସ୍ତରରେ ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା ଏବଂ ଜିଲ୍ଲାର ଚାଷୀମାନେ ଅତ୍ୟନ୍ତ ଉତ୍ସାହର ସହିତ ଏଥିରେ ଅଂଶଗ୍ରହଣ କରି ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ଶୁଣିଥିଲେ।

ଝାରସୁଗୁଡ଼ା ଜିଲ୍ଲାସ୍ତରୀୟ ପିଏମ୍ କିସାନ ଉତ୍ସବ ଦିବସରେ, ଝାରସୁଗୁଡ଼ା ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ମାନ୍ୟବର ମନ୍ତ୍ରୀଙ୍କ ପ୍ରତିନିଧି ରଘୁନନ୍ଦନ ପଣ୍ଡା, ମାନ୍ୟବର ସାଂସଦଙ୍କ ପ୍ରତିନିଧି ଶ୍ଳୋକ ଶର୍ମା ଏବଂ ଝାରସୁଗୁଡ଼ା ସାଧାରଣ ସମ୍ପାଦକ ପ୍ରେମସେନ ରାଏ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ କୁମାର ନନ୍ଦ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଡ଼. ସୁସ୍ମିତା ପଣ୍ଡା କାର୍ଯ୍ୟକ୍ରମକୁ ସଫଳତାର ସହ ସଂଯୋଜନା କରିଥିବା ବେଳେ, ଶେଷରେ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଡ଼. ସମୀର ରଞ୍ଜନ ଦାଶ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ, ଏହି ୨୩ତମ କିସ୍ତି ବାବଦରେ, ଝାରସୁଗୁଡ଼ା ଜିଲ୍ଲାର ମୋଟ ୩୪,୦୮୬ ଜଣ ଚାଷୀ ଉପକୃତ ହୋଇଛନ୍ତି ଏବଂ ସେମାନଙ୍କ ବ୍ୟାଙ୍କ ଖାତାକୁ ମୋଟ ୬ କୋଟି ୮୧ ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ କରାଯାଇଛି। ବ୍ଲକୱାରୀ ସୂଚନା ଅନୁଯାୟୀ, ଝାରସୁଗୁଡ଼ା ବ୍ଲକର ୪,୬୩୫ ଜଣ, କିର୍ମୀରା ବ୍ଲକର ୫,୫୩୯ ଜଣ, କୋଲାବିରା ବ୍ଲକର ୫,୮୫୬ ଜଣ, ଲାଇକେରା ବ୍ଲକର ୬,୯୫୯ ଜଣ ଏବଂ ଲଖନପୁର ବ୍ଲକର ୧୧,୦୯୭ ଜଣ ଚାଷୀ ଏହି ଯୋଜନାରେ ଲାଭବାନ ହୋଇଛନ୍ତି। ଏହି ଅବସରରେ ବିଭିନ୍ନ ବ୍ଲକ ଓ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ଅଞ୍ଚଳରୁ ଆସିଥିବା ଶତାଧିକ ଚାଷୀ ଏବଂ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ।
    user_Saroj Kumar Mirdha
    Saroj Kumar Mirdha
    Local News Reporter ଲଖନପୁର, ଝାରସୁଗୁଡ଼ା, ଓଡ଼ିଶା•
    19 hrs ago
  • ସମ୍ବଲପୁର ଜିଲ୍ଲାର କୁଚିଣ୍ଡା ବ୍ଲକ ଅନ୍ତର୍ଗତ ହାଡ଼ିପାଲି ଗ୍ରାମପଞ୍ଚାୟତର ବିଜାଗୁଡ଼ା ଠାରେ ସୁମି ବାଗଙ୍କ ପକ୍ଷରୁ ଏକ ବଏଠିକି କୀର୍ତନ ଆୟୋଜିତ ହୋଇଛି।
    1
    ସମ୍ବଲପୁର ଜିଲ୍ଲାର କୁଚିଣ୍ଡା ବ୍ଲକ ଅନ୍ତର୍ଗତ ହାଡ଼ିପାଲି ଗ୍ରାମପଞ୍ଚାୟତର ବିଜାଗୁଡ଼ା ଠାରେ ସୁମି ବାଗଙ୍କ ପକ୍ଷରୁ ଏକ ବଏଠିକି କୀର୍ତନ ଆୟୋଜିତ ହୋଇଛି।
    user_Rajkishor Sethi
    Rajkishor Sethi
    କୋଚିନ୍ଦା, ସମ୍ବଲପୁର, ଓଡ଼ିଶା•
    2 hrs ago
  • ବରଗଡ଼ ଜିଲ୍ଲା ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଏବଂ ଏକଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବହୁଗୁଣୀ ପ୍ରତିଭାର ଅଧିକାରୀ ଦୟାନିଧି ମିଶ୍ରଙ୍କ ସ୍ମୃତିରେ ବରଗଡ଼ ଓଡ଼ିଶା ସାହିତ୍ୟ ଏକାଡେମୀ, ଦୟାନିଧି ମିଶ୍ର ସ୍ମୃତି କମିଟି, ବରପାଲି ଏବଂ ବରପାଲି ମହାବିଦ୍ୟାଳୟର ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ମହାବିଦ୍ୟାଳୟର ଅଧ୍ୟକ୍ଷା ପ୍ରାଧ୍ୟାପିକା ଜୟନ୍ତୀ ଦାଶ ଉଦଘାଟନ କରିଥିବାବେଳେ ବିଶିଷ୍ଟ ସାହିତ୍ୟିକ ରବୀନ୍ଦ୍ର କୁମାର ଗଡ଼ତିଆ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏଥିରେ ମହାବିଦ୍ୟାଳୟର IQAC ସଂଯୋଜକ ଅଧ୍ୟାପକ ଧୀରୋଜ କୁମାର ତ୍ରିପାଠୀ ସମ୍ମାନନୀୟ ଅତିଥି ଭାବେ ଉପସ୍ଥିତ ଥିଲେ ଏବଂ ଓଡ଼ିଆ ବିଭାଗ ମୁଖ୍ୟ ଅଧ୍ୟାପକ ଉତ୍ତର କୁମାର ଗଡ଼ତିଆ ସଂଯୋଜକ ଦାୟିତ୍ୱ ତୁଲାଇଥିଲେ। ଅଧ୍ୟାପକ ଡ. ବିଶ୍ୱନାଥ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଅଧ୍ୟାପିକା ଡ. ସମ୍ବିତା ପ୍ରଧାନ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ଦୟାନିଧି ସାହିତ୍ୟ ଆଲୋଚନା ସମ୍ପର୍କୀୟ ଦ୍ୱିତୀୟ ଅଧିବେଶନରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ଡ. ଗୋପୀନାଥ ବାଗ ସଭାମୁଖ୍ୟ ଦାୟିତ୍ୱ ନିର୍ବାହ କରିଥିଲେ। ଏଥିରେ ତିନିଜଣ ବିଶିଷ୍ଟ ଆଲୋଚକ ଭାବରେ ବିଜେପୁର ମହାବିଦ୍ୟାଳୟର ଅଧ୍ୟାପକ ଡ. ଶେଷ ମେହେର, ଅତାବିରା ମହାବିଦ୍ୟାଳୟର ଅଧ୍ୟାପିକା ଡ. ରିଙ୍କି ପଧାନ ଏବଂ ମହିମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ଡ. ଜଗନ୍ନାଥ ସାହୁ ଯୋଗଦେଇଥିଲେ। ସେମାନେ ଯଥାକ୍ରମେ ଦୟାନିଧି ମିଶ୍ରଙ୍କ ଗଳ୍ପ, ଉପନ୍ୟାସ ଓ କବିତା ସମ୍ପର୍କରେ ଭାବଗର୍ଭକ ଓ ତଥ୍ୟାତ୍ମକ ଆଲୋଚନା କରିଥିଲେ। ଦୟାନିଧି ମିଶ୍ର ସ୍ମୃତି କମିଟିର ସମ୍ପାଦକ ଶ୍ରୀ ପ୍ରମୋଦ କୁମାର ସାହୁ ଏହାର ସଂଯୋଜନା କରିଥିବାବେଳେ ଅଧ୍ୟାପକ ଅରୁଣ କୁମାର ବାରିକ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, ଅଣଶିକ୍ଷକ କର୍ମଚାରୀ ତଥା ଶତାଧିକ ଛାତ୍ରଛାତ୍ରୀ ଯୋଗଦେଇ ଦୟାନିଧି ସାହିତ୍ୟ ସମୁଦ୍ରରେ ଅବଗାହନ କରି ନିଜକୁ ତଲ୍ଲିନ କରିବାର ସୁଯୋଗ ପାଇଥିଲେ। ବକ୍ତାମାନେ ଏହି ଅବସରରେ ଦୟାନିଧି ସାହିତ୍ୟର ଅନେକ ଅନାଲୋଚିତ ଦିଗକୁ ଆଲୋଚନା ପରିସରକୁ ଆଣିଥିଲେ।
    4
    ବରଗଡ଼ ଜିଲ୍ଲା ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଏବଂ ଏକଦିବସୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବହୁଗୁଣୀ ପ୍ରତିଭାର ଅଧିକାରୀ ଦୟାନିଧି ମିଶ୍ରଙ୍କ ସ୍ମୃତିରେ ବରଗଡ଼ ଓଡ଼ିଶା ସାହିତ୍ୟ ଏକାଡେମୀ, ଦୟାନିଧି ମିଶ୍ର ସ୍ମୃତି କମିଟି, ବରପାଲି ଏବଂ ବରପାଲି ମହାବିଦ୍ୟାଳୟର ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।

କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ମହାବିଦ୍ୟାଳୟର ଅଧ୍ୟକ୍ଷା ପ୍ରାଧ୍ୟାପିକା ଜୟନ୍ତୀ ଦାଶ ଉଦଘାଟନ କରିଥିବାବେଳେ ବିଶିଷ୍ଟ ସାହିତ୍ୟିକ ରବୀନ୍ଦ୍ର କୁମାର ଗଡ଼ତିଆ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏଥିରେ ମହାବିଦ୍ୟାଳୟର IQAC ସଂଯୋଜକ ଅଧ୍ୟାପକ ଧୀରୋଜ କୁମାର ତ୍ରିପାଠୀ ସମ୍ମାନନୀୟ ଅତିଥି ଭାବେ ଉପସ୍ଥିତ ଥିଲେ ଏବଂ ଓଡ଼ିଆ ବିଭାଗ ମୁଖ୍ୟ ଅଧ୍ୟାପକ ଉତ୍ତର କୁମାର ଗଡ଼ତିଆ ସଂଯୋଜକ ଦାୟିତ୍ୱ ତୁଲାଇଥିଲେ। ଅଧ୍ୟାପକ ଡ. ବିଶ୍ୱନାଥ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଅଧ୍ୟାପିକା ଡ. ସମ୍ବିତା ପ୍ରଧାନ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

ଦୟାନିଧି ସାହିତ୍ୟ ଆଲୋଚନା ସମ୍ପର୍କୀୟ ଦ୍ୱିତୀୟ ଅଧିବେଶନରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ଡ. ଗୋପୀନାଥ ବାଗ ସଭାମୁଖ୍ୟ ଦାୟିତ୍ୱ ନିର୍ବାହ କରିଥିଲେ। ଏଥିରେ ତିନିଜଣ ବିଶିଷ୍ଟ ଆଲୋଚକ ଭାବରେ ବିଜେପୁର ମହାବିଦ୍ୟାଳୟର ଅଧ୍ୟାପକ ଡ. ଶେଷ ମେହେର, ଅତାବିରା ମହାବିଦ୍ୟାଳୟର ଅଧ୍ୟାପିକା ଡ. ରିଙ୍କି ପଧାନ ଏବଂ ମହିମୁଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ଡ. ଜଗନ୍ନାଥ ସାହୁ ଯୋଗଦେଇଥିଲେ। ସେମାନେ ଯଥାକ୍ରମେ ଦୟାନିଧି ମିଶ୍ରଙ୍କ ଗଳ୍ପ, ଉପନ୍ୟାସ ଓ କବିତା ସମ୍ପର୍କରେ ଭାବଗର୍ଭକ ଓ ତଥ୍ୟାତ୍ମକ ଆଲୋଚନା କରିଥିଲେ। ଦୟାନିଧି ମିଶ୍ର ସ୍ମୃତି କମିଟିର ସମ୍ପାଦକ ଶ୍ରୀ ପ୍ରମୋଦ କୁମାର ସାହୁ ଏହାର ସଂଯୋଜନା କରିଥିବାବେଳେ ଅଧ୍ୟାପକ ଅରୁଣ କୁମାର ବାରିକ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, ଅଣଶିକ୍ଷକ କର୍ମଚାରୀ ତଥା ଶତାଧିକ ଛାତ୍ରଛାତ୍ରୀ ଯୋଗଦେଇ ଦୟାନିଧି ସାହିତ୍ୟ ସମୁଦ୍ରରେ ଅବଗାହନ କରି ନିଜକୁ ତଲ୍ଲିନ କରିବାର ସୁଯୋଗ ପାଇଥିଲେ। ବକ୍ତାମାନେ ଏହି ଅବସରରେ ଦୟାନିଧି ସାହିତ୍ୟର ଅନେକ ଅନାଲୋଚିତ ଦିଗକୁ ଆଲୋଚନା ପରିସରକୁ ଆଣିଥିଲେ।
    user_PNC MEDIA
    PNC MEDIA
    ବରଗଡ଼, ବରଗଡ଼, ଓଡ଼ିଶା•
    4 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ କପାସିରା ଅଞ୍ଚଳରେ ପ୍ରବଳ ବର୍ଷା ସହ ଘିଡ଼ି ଘିଡ଼ି ଅନୁଭୂତ ହୋଇଛି।
    1
    ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ କପାସିରା ଅଞ୍ଚଳରେ ପ୍ରବଳ ବର୍ଷା ସହ ଘିଡ଼ି ଘିଡ଼ି ଅନୁଭୂତ ହୋଇଛି।
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    3 hrs ago
  • ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ଗ୍ରାମରେ ଯୁବକମାନେ ନିଜ ଇଚ୍ଛାରେ ଏକ ସାମୂହିକ ସଫେଇ ଅଭିଯାନ ଆରମ୍ଭ କରିଛନ୍ତି। ସ୍ଥାନୀୟ ଜୟ ଜଗନ୍ନାଥ ସ୍ପୋର୍ଟସ କ୍ଲବର ସଦସ୍ୟମାନେ ଆଜି ସକାଳୁ ରଥ ପଡ଼ିଆକୁ ପରିଷ୍କାର କରିଛନ୍ତି।
    1
    ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ଗ୍ରାମରେ ଯୁବକମାନେ ନିଜ ଇଚ୍ଛାରେ ଏକ ସାମୂହିକ ସଫେଇ ଅଭିଯାନ ଆରମ୍ଭ କରିଛନ୍ତି। ସ୍ଥାନୀୟ ଜୟ ଜଗନ୍ନାଥ ସ୍ପୋର୍ଟସ କ୍ଲବର ସଦସ୍ୟମାନେ ଆଜି ସକାଳୁ ରଥ ପଡ଼ିଆକୁ ପରିଷ୍କାର କରିଛନ୍ତି।
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    22 hrs ago
  • ଝାରସୁଗୁଡ଼ା ଜିଲ୍ଲାର ବେଲପାହାଡ଼ ଅନ୍ତର୍ଗତ ଗୁମାଡେରାର ଶ୍ରୀ ଶ୍ରୀ ଗୌରୀଶଙ୍କର ମନ୍ଦିରରେ ୨୦୨୬ ମସିହାରେ ଶୀତଲ ଷଷ୍ଠୀ ମହୋତ୍ସବ ପାଳନ କରାଯିବ। ଏହି ପବିତ୍ର ଅବସରରେ ଭଗବାନ ଶିବ ଓ ପାର୍ବତୀଙ୍କ ବିବାହ ଉତ୍ସବ ସହ ହର ହରି ଭେଟ ଏବଂ ବରଧରା ମହୋତ୍ସବ ଆଦି ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜିତ ହେବ।
    1
    ଝାରସୁଗୁଡ଼ା ଜିଲ୍ଲାର ବେଲପାହାଡ଼ ଅନ୍ତର୍ଗତ ଗୁମାଡେରାର ଶ୍ରୀ ଶ୍ରୀ ଗୌରୀଶଙ୍କର ମନ୍ଦିରରେ ୨୦୨୬ ମସିହାରେ ଶୀତଲ ଷଷ୍ଠୀ ମହୋତ୍ସବ ପାଳନ କରାଯିବ। ଏହି ପବିତ୍ର ଅବସରରେ ଭଗବାନ ଶିବ ଓ ପାର୍ବତୀଙ୍କ ବିବାହ ଉତ୍ସବ ସହ ହର ହରି ଭେଟ ଏବଂ ବରଧରା ମହୋତ୍ସବ ଆଦି ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜିତ ହେବ।
    user_Soubhagya Ranjan Sahu
    Soubhagya Ranjan Sahu
    Belpahar, Jharsuguda•
    22 hrs ago
  • ବରଗଡ଼ ଜିଲ୍ଲା ବରପାଲିରେ ମହାନ ପୌରାଣିକ ୧୪୯ ତମ ଶୀତଲଷଷ୍ଠୀ ମହାସମାରୋହ ଅତ୍ୟନ୍ତ ଉତ୍ସାହର ସହ ପାଳିତ ହୋଇଯାଇଛି। ଆଜି ସନ୍ଧ୍ୟାରେ ମାତା ପାର୍ବତୀଙ୍କ ଶ୍ୱଶୁରାଳୟ ଗମନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କପିଳେଶ୍ଵର ବାବା ଓ ମାତା ପାର୍ବତୀଙ୍କୁ ନେଇ ସହର ପରିକ୍ରମା କରି ଏକ ବିରାଟ ଶୋଭାଯାତ୍ରା ବାହାରିଥିଲା। ଏହି ଶୋଭାଯାତ୍ରାରେ ଶଙ୍ଖ, ଦୁଲଦୁଲି, ଘଣ୍ଟ ପାର୍ଟି, ବ୍ୟାଣ୍ଡ ପାର୍ଟି, ଧମାଲ, ବିହୁ, ଝାଂଜ, କସ୍ତାଲ ଏବଂ ଅନେକ ପ୍ରକାରର କଳାକାର ସାମିଲ ଥିଲେ। ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ ଓ ଜଳଯୋଗାଣ ବ୍ୟବସ୍ଥା ଅତ୍ୟନ୍ତ ଉତ୍ତମ ଭାବରେ କରାଯାଇଥିଲା। ଦିବ୍ୟ କିଶୋର ମେହେରଙ୍କ ସ୍ମୃତିରେ ଶ୍ରୀ କୃଷ୍ଣ ମେହେର ବସ୍ତ୍ରାଲୟ ତରଫରୁ ଶୁଭ୍ରାନ୍ତ ମେହେରଙ୍କ ଦ୍ୱାରା ଅନ୍ନ ଭୋଗ ବଣ୍ଟନ କରାଯାଇଥିଲା। ମେହେରଙ୍କ ଅନୁସାରେ, ସେବା ମନୋଭାବ ଦ୍ୱାରା ଆତ୍ମା ତୃପ୍ତି ହୁଏ ଏବଂ ଏସବୁ ବାବା କପିଲେଶ୍ୱର ଓ ମାତା ପାର୍ବତୀଙ୍କର ମାୟା ଅଟେ। ଏହି ଶୁଭ ଅବସରରେ ବ୍ୟାପକ ଜନସମାଗମ ଦେଖିବାକୁ ମିଳିଥିଲା, ଯେଉଁଥିରେ ଶ୍ରଦ୍ଧାଳୁମାନେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ।
    1
    ବରଗଡ଼ ଜିଲ୍ଲା ବରପାଲିରେ ମହାନ ପୌରାଣିକ ୧୪୯ ତମ ଶୀତଲଷଷ୍ଠୀ ମହାସମାରୋହ ଅତ୍ୟନ୍ତ ଉତ୍ସାହର ସହ ପାଳିତ ହୋଇଯାଇଛି। ଆଜି ସନ୍ଧ୍ୟାରେ ମାତା ପାର୍ବତୀଙ୍କ ଶ୍ୱଶୁରାଳୟ ଗମନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କପିଳେଶ୍ଵର ବାବା ଓ ମାତା ପାର୍ବତୀଙ୍କୁ ନେଇ ସହର ପରିକ୍ରମା କରି ଏକ ବିରାଟ ଶୋଭାଯାତ୍ରା ବାହାରିଥିଲା।

ଏହି ଶୋଭାଯାତ୍ରାରେ ଶଙ୍ଖ, ଦୁଲଦୁଲି, ଘଣ୍ଟ ପାର୍ଟି, ବ୍ୟାଣ୍ଡ ପାର୍ଟି, ଧମାଲ, ବିହୁ, ଝାଂଜ, କସ୍ତାଲ ଏବଂ ଅନେକ ପ୍ରକାରର କଳାକାର ସାମିଲ ଥିଲେ। ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ ଓ ଜଳଯୋଗାଣ ବ୍ୟବସ୍ଥା ଅତ୍ୟନ୍ତ ଉତ୍ତମ ଭାବରେ କରାଯାଇଥିଲା। ଦିବ୍ୟ କିଶୋର ମେହେରଙ୍କ ସ୍ମୃତିରେ ଶ୍ରୀ କୃଷ୍ଣ ମେହେର ବସ୍ତ୍ରାଲୟ ତରଫରୁ ଶୁଭ୍ରାନ୍ତ ମେହେରଙ୍କ ଦ୍ୱାରା ଅନ୍ନ ଭୋଗ ବଣ୍ଟନ କରାଯାଇଥିଲା। ମେହେରଙ୍କ ଅନୁସାରେ, ସେବା ମନୋଭାବ ଦ୍ୱାରା ଆତ୍ମା ତୃପ୍ତି ହୁଏ ଏବଂ ଏସବୁ ବାବା କପିଲେଶ୍ୱର ଓ ମାତା ପାର୍ବତୀଙ୍କର ମାୟା ଅଟେ।

ଏହି ଶୁଭ ଅବସରରେ ବ୍ୟାପକ ଜନସମାଗମ ଦେଖିବାକୁ ମିଳିଥିଲା, ଯେଉଁଥିରେ ଶ୍ରଦ୍ଧାଳୁମାନେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ।
    user_PNC MEDIA
    PNC MEDIA
    ବରଗଡ଼, ବରଗଡ଼, ଓଡ଼ିଶା•
    5 hrs ago
  • ଖୋଳିବା କାର୍ଯ୍ୟ କରୁଥିବା ସମୟରେ ସାମାନ୍ୟ ଅସାବଧାନତା ଯୋଗୁଁ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଘଟଣାର ଭିଡିଓ ଦ୍ରୁତ ଗତିରେ ଭାଇରାଲ୍ ହେବାରେ ଲାଗିଛି।
    1
    ଖୋଳିବା କାର୍ଯ୍ୟ କରୁଥିବା ସମୟରେ ସାମାନ୍ୟ ଅସାବଧାନତା ଯୋଗୁଁ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଘଟଣାର ଭିଡିଓ ଦ୍ରୁତ ଗତିରେ ଭାଇରାଲ୍ ହେବାରେ ଲାଗିଛି।
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    2 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.