Shuru
Apke Nagar Ki App…
ତା ସ୍ତ୍ରୀ ମୋତେ ଦେବ ସିନ୍ଦୁରରୁ ଭାଗ। ତାର ଯେତିକି ଅଧିକାର ମୋର ସେତିକି ଅଧିକାର। ନିଜ ସ୍ୱାମୀ ଓ ଛୁଆକୁ ଛାଡ଼ି ଅନ୍ୟ ପୁରୁଷ ସହ ପଳାଇଲା। ଏବେ ସେ ପୁରୁଷର ସ୍ତ୍ରୀକୁ ମାଗୁଛି ଭିକ। ତା ସ୍ତ୍ରୀ ମୋତେ ଦେବ ସିନ୍ଦୁରରୁ ଭାଗ। ତାର ଯେତିକି ଅଧିକାର ମୋର ସେତିକି ଅଧିକାର।
Amrit Prasad Das
ତା ସ୍ତ୍ରୀ ମୋତେ ଦେବ ସିନ୍ଦୁରରୁ ଭାଗ। ତାର ଯେତିକି ଅଧିକାର ମୋର ସେତିକି ଅଧିକାର। ନିଜ ସ୍ୱାମୀ ଓ ଛୁଆକୁ ଛାଡ଼ି ଅନ୍ୟ ପୁରୁଷ ସହ ପଳାଇଲା। ଏବେ ସେ ପୁରୁଷର ସ୍ତ୍ରୀକୁ ମାଗୁଛି ଭିକ। ତା ସ୍ତ୍ରୀ ମୋତେ ଦେବ ସିନ୍ଦୁରରୁ ଭାଗ। ତାର ଯେତିକି ଅଧିକାର ମୋର ସେତିକି ଅଧିକାର।
More news from ଓଡ଼ିଶା and nearby areas
- ନିଜ ସ୍ୱାମୀ ଓ ଛୁଆକୁ ଛାଡ଼ି ଅନ୍ୟ ପୁରୁଷ ସହ ପଳାଇଲା। ଏବେ ସେ ପୁରୁଷର ସ୍ତ୍ରୀକୁ ମାଗୁଛି ଭିକ। ତା ସ୍ତ୍ରୀ ମୋତେ ଦେବ ସିନ୍ଦୁରରୁ ଭାଗ। ତାର ଯେତିକି ଅଧିକାର ମୋର ସେତିକି ଅଧିକାର।1
- Post by NEWS MANORANJAN1
- Post by Gagan Bhoi1
- Post by Dhenkanal News1
- ଜଗତସିଂହପୁର ୨/୪- ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କଟକ - ପାରାଦ୍ୱୀପ ରାସ୍ତା ସାରଳା ରୋଡ ଗ୍ରାମ୍ୟବ୍ୟାଙ୍କ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଦୁଇଜଣ ଆହତ l କାର ଘୋଷାଡ଼ିନେଲା ମଟରସାଇକେଲକୁ l ମଟରସାଇକେଲରେ ପ୍ରଶାନ୍ତ ସାହୁ, ପ୍ରଭୁ ପଦ ସାହୁ, (୨୬) ବାପା ପୁଅ କଟକରୁ ଆପାଚି ମଟର ସାଇକେଲ ନମ୍ବର ଓଡି ୨୧ ଏସ ୪୪୯୩ ରେ ପଞ୍ଚୁପଲାଇ ପୋଖରିଆପଡା ନିଜ ଘରକୁ ଫେରୁଥିଲେ l ପାରାଦ୍ୱୀପ କଷ୍ଟମ କାର୍ଯ୍ୟାଳୟ ରେ ଲାଗିଥିବା ମାରୁତି ସୁଇଫ୍ଟ ଡିଜେୟାର ନମ୍ବର ଓଡି ୩୩ ଟି ୪୩୧୬, ପାରାଦ୍ୱୀପରୁ କଟକ ଅଭିମୁଖେ ଦ୍ରୁତଗତିରେ ଯାଉଥିବାବେଳ କଟକ - ପାରାଦ୍ୱୀପ ରାସ୍ତା ସାରଳା ରୋଡ଼ ଗ୍ରାମ୍ୟବ୍ୟାଙ୍କ ସମ୍ମୁଖରେ ମଟର ସାଇକେଲକୁ ଡାହାଣରୁ ଘୋଷାଡ଼ି ଆଣିଥିଲା ଚାପିଦେଇଥିଲା l ଯାହାଫଳରେ ମଟରସାଇକଲେରେ ଥିବା ଦୁଇଜଣ ବାପାପୁଅ ରାସ୍ତାକୁ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ l ଉପସ୍ଥିତ କିଛି ଯୁବକ ସଙ୍ଗେ ସଙ୍ଗେ ସ୍ଥାନୀୟ ମଣିଜଙ୍ଗା ମେଡିକାଲକୁ ନେଇଯାଇଥିଲେ l ସେଠାରେ ସେମାନେ ଚିକିଶ୍ଚିତ ହେଉଥିବା ଜଣାପଡିଛି l ମାରୁତି ସୁଇଫ୍ଟ ଡିଜେୟାର ନମ୍ବର ଓଡି ୩୩ ଟି ୪୩୧୬ ଗାଡିଟି ପାରାଦ୍ୱୀପ ଅଞ୍ଚଳର ବୋଲି ଜଣାପଡିଛି l ଉଭୟ ଦୁଇଟି ଗାଡିକୁ ତିର୍ତ୍ତୋଲ ପୋଲିସ ଜବତ କରି ଥାନାକୁ ନେଇଥିବା ଜଣାପଡିଛି l2
- ଢେଙ୍କାନାଳ ଜିଲ୍ଲା ସନ୍ଦର ଥାନା କାକୁଡି ଭାଗ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଇଛାପୁର ଗ୍ରାମ ନିକଟରେ ମୋ ବସ ଧକ୍କାରେ ଜଣେ ଯୁବକ ଗୁରୁତର ହୋଇ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ସ୍ଥାନାନ୍ତରିତ ହୋଇଛନ୍ତି । ସୂଚନା ମୁତାବକ କାଣ୍ଡବିନ୍ଧା ଗ୍ରାମର ଯୁବକ ପ୍ରଶାନ୍ତ ସାହୁ ବାଇକ ଯୋଗେ ଘରକୁ ଯାଉଥିବା ବେଳେ ସମ୍ମୁଖରୁ ଆସୁଥିବା ମୋ ବସ୍ ସହିତ ଦୁର୍ଘଟଣା ଘଟିଥିଲା ।1
- Post by Tapasdas 63727887052
- କଟକ ବିଜେଡ଼ିକୁ ଶକ୍ତ ଧକ୍କା ! ପୁଣି ପ୍ରଭାତ ବିଶ୍ୱାଳଙ୍କ ମାଷ୍ଟର ଷ୍ଟ୍ରୋକ। ବିଜେଡ଼ି ଦଳ ଛାଡିଲେ ଚୌଦ୍ବାର-କଟକର ଶତାଧିକ ଯୁବ ଓ ଛାତ୍ର କର୍ମକର୍ତ୍ତା।1