logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଢେଙ୍କାନାଳ ଜନସାଧାରଣ ଙ୍କୁ ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ର ଶୁଭ ଆରମ୍ଭ ଢେଙ୍କାନାଳରେ ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ ଢେଙ୍କାନାଳ : 10/03: ଜନସାଧାରଣଙ୍କୁ ଶ୍ରୀମନ୍ଦିର ଦର୍ଶନର ସୁବିଧା ପ୍ରଦାନ କରିବା ଉଦ୍ଦେଶ୍ୟରେ ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କାର୍ଯ୍ୟକ୍ରମ ଆଜି ଢ଼େଙ୍କାନାଳ ମିନି ଷ୍ଟାଡିୟମଠାରେ ଭବ୍ୟ ଭାବରେ ଅନୁଷ୍ଠିତ ହେଇଯାଇଛି। ଏହି ଅବସରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ଭକ୍ତମାନଙ୍କୁ ପୁରୀରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ ପାଇଁ ବସ୍ ଯୋଗେ ଯାତ୍ରାରେ ପଠାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ପ୍ରତିନିଧି ଭାବେ ଶ୍ରୀ ନବ କିଶୋର ଗୁରୁ, ମାନ୍ୟବର ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣିଙ୍କ ପ୍ରତିନିଧି ଭାବେ ଶ୍ରୀ ନରେଶ ମହାପାତ୍ର, ତଥା ଉପସ୍ଥିତ ଥିବା ମାନ୍ୟବର ଅତିଥିମାନେ ବସ୍‌ଗୁଡିକୁ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଥିଲେ। ସେମାନେ ଏହି ଯୋଜନା ମାଧ୍ୟମରେ ସାଧାରଣ ଲୋକମାନେ ସହଜରେ ଶ୍ରୀମନ୍ଦିର ଦର୍ଶନ କରିପାରୁଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ ଓ ଏହାକୁ ଏକ ସାର୍ଥକ ପଦକ୍ଷେପ ବୋଲି କହିଥିଲେ। ଏହି ଯୋଜନାରେ ବିଶେଷ କରି ବୃଦ୍ଧ, ମହିଳା ଓ ଆର୍ଥିକ ଭାବେ ଅସମର୍ଥ ଭକ୍ତମାନଙ୍କୁ ପ୍ରାଥମିକତା ଦିଆଯାଇଛି। ଯାତ୍ରୀମାନଙ୍କ ପାଇଁ ଯାତାୟାତ, ଖାଦ୍ୟ ଓ ଅନ୍ୟାନ୍ୟ ଆବଶ୍ୟକ ସୁବିଧା ସୁନିଶ୍ଚିତ କରାଯାଇଛି। ଏହି ଅବସରରେ ଜିଲ୍ଲା ପ୍ରଶାସନର ପର୍ଯ୍ୟଟନ ଉନ୍ନୟନ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।

1 day ago
user_Dipak Kumar Nayak
Dipak Kumar Nayak
Voice of people Dhenkanal Sadar, Odisha•

More news from ଓଡ଼ିଶା and nearby areas
  • ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଭଏରପୁର ଗ୍ରାମପଞ୍ଚାୟତର ସାନ୍ତରାପୁର ଗ୍ରାମରେ ଅଷ୍ଟମ ଦୋଳ ମେଲଣ ଉତ୍ସବ ଅନୁଷ୍ଠିତ।ହୋଇଯାଇଛି। ଦୁଇଟି ପଞ୍ଚାୟତ ଭଏରପୁର ଓ ବୁଢ଼ୀବିଲି ଗ୍ରାମପଞ୍ଚାୟତର ବିଭିନ୍ନ ଗ୍ରାମରୁ ୧୩ଟି ବିମାନରେ ଶ୍ରୀଜୀଉ ମାନଙ୍କୁ ପଟୁଆର ସହିତ ଲଉଡି ଖେଳ ସାଙ୍ଗକୁ ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ୧୩ଟି ବିମାନରେ ଶ୍ରୀଜୀଉ ମାନଙ୍କୁ ଗ୍ରାମ ପରିକ୍ରମା କରିବା ସହିତ ପ୍ରଭୁଙ୍କର ପୂଜାର୍ଚ୍ଚନା କରାଯାଇଥିଲା।ରୀତିନୀତି ଅନୁଯାୟୀ ଶୋଭାଯାତ୍ରାରେ ଲଉଡ଼ିନୃତ୍ୟ,ସଂକୀର୍ତ୍ତନ ମଣ୍ଡଳୀରେ ଗାଁ ପ୍ରକମ୍ପିତ ହୋଇଥିଲା। ଗ୍ରାମ କମିଟି କର୍ମକର୍ତ୍ତାଙ୍କ ସହ ଗ୍ରାମବାସୀମାନେ ଏହି ଉତ୍ସବ ସହଯୋଗ କରିଥିଲେ ।
    1
    ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ  ଭଏରପୁର ଗ୍ରାମପଞ୍ଚାୟତର ସାନ୍ତରାପୁର ଗ୍ରାମରେ ଅଷ୍ଟମ ଦୋଳ ମେଲଣ ଉତ୍ସବ ଅନୁଷ୍ଠିତ।ହୋଇଯାଇଛି। ଦୁଇଟି ପଞ୍ଚାୟତ ଭଏରପୁର ଓ ବୁଢ଼ୀବିଲି ଗ୍ରାମପଞ୍ଚାୟତର ବିଭିନ୍ନ ଗ୍ରାମରୁ ୧୩ଟି ବିମାନରେ ଶ୍ରୀଜୀଉ ମାନଙ୍କୁ ପଟୁଆର ସହିତ ଲଉଡି ଖେଳ ସାଙ୍ଗକୁ ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ୧୩ଟି ବିମାନରେ ଶ୍ରୀଜୀଉ ମାନଙ୍କୁ ଗ୍ରାମ ପରିକ୍ରମା କରିବା ସହିତ ପ୍ରଭୁଙ୍କର ପୂଜାର୍ଚ୍ଚନା କରାଯାଇଥିଲା।ରୀତିନୀତି ଅନୁଯାୟୀ ଶୋଭାଯାତ୍ରାରେ ଲଉଡ଼ିନୃତ୍ୟ,ସଂକୀର୍ତ୍ତନ ମଣ୍ଡଳୀରେ ଗାଁ ପ୍ରକମ୍ପିତ ହୋଇଥିଲା। ଗ୍ରାମ କମିଟି କର୍ମକର୍ତ୍ତାଙ୍କ ସହ ଗ୍ରାମବାସୀମାନେ ଏହି ଉତ୍ସବ ସହଯୋଗ କରିଥିଲେ ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    3 hrs ago
  • ଢେଙ୍କାନାଳ ସହରର ଜୁବୁଲି ଟାଉନ ସ୍ଥିତ ଯଦୁପତି ବି ହାର ଠାରେ ଅବସ୍ଥିତ ରାଧା କୣଷ୍ଣ ମନ୍ଦିର ବ୍ରହ୍ମଣୀ ଦେଇ ଠାରୁ ଐକ ବିରାଟ ଶେଭାଯାତ୍ରା ସହର ପରିକ୍ରମା କରି ବଡ ଧୁମ ଧାମ ସହ ସହର ପରିକ୍ରମା କରିଥିଲେ ଐଥିରେ ଡିଜେ ବାଜା ସଂକିତ୍ତନ ମଣ୍ଢଳୀ ପ୍ରାୟ ସତର ଟି ଲଉଡି ଦଳ ଯେଗଦାନ କରିଥିଲେ ରାଧାରାଣୀ କୣଣ୍ଣଙ୍କ ଜୟ ଜୟକାର ରାମନାମ ରେ ସହରରେ ଏକ ମଧୁର ପରିବେଶ ସ୍ତଷ୍ଟି ହୋଇଥିଲା
    1
    ଢେଙ୍କାନାଳ ସହରର  ଜୁବୁଲି ଟାଉନ ସ୍ଥିତ ଯଦୁପତି ବି
ହାର ଠାରେ ଅବସ୍ଥିତ ରାଧା କୣଷ୍ଣ ମନ୍ଦିର  ବ୍ରହ୍ମଣୀ ଦେଇ ଠାରୁ ଐକ ବିରାଟ ଶେଭାଯାତ୍ରା ସହର ପରିକ୍ରମା କରି ବଡ ଧୁମ ଧାମ ସହ ସହର ପରିକ୍ରମା କରିଥିଲେ ଐଥିରେ ଡିଜେ ବାଜା ସଂକିତ୍ତନ ମଣ୍ଢଳୀ ପ୍ରାୟ ସତର ଟି ଲଉଡି ଦଳ ଯେଗଦାନ କରିଥିଲେ ରାଧାରାଣୀ କୣଣ୍ଣଙ୍କ ଜୟ ଜୟକାର ରାମନାମ ରେ ସହରରେ ଏକ ମଧୁର ପରିବେଶ ସ୍ତଷ୍ଟି ହୋଇଥିଲା
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    8 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    22 hrs ago
  • ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ଅଞ୍ଚଳ ର ମହିମାଗlଦି ପୋଖରୀ ନୁର୍ତନ ନିର୍ମାଣ ସକାଶେ ପୋଖରୀକୁ ହୁଡ଼ା କଟାଯାଇଛି ଏବେ ଦେଖିବାର ଅଛି କେବେ କାମ ହେଉଛି
    1
    ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ଅଞ୍ଚଳ ର ମହିମାଗlଦି ପୋଖରୀ ନୁର୍ତନ ନିର୍ମାଣ ସକାଶେ ପୋଖରୀକୁ ହୁଡ଼ା କଟାଯାଇଛି ଏବେ ଦେଖିବାର ଅଛି କେବେ କାମ ହେଉଛି
    user_Tapasdas 6372788705
    Tapasdas 6372788705
    Gandia, Dhenkanal•
    4 hrs ago
  • Post by BL News
    1
    Post by BL News
    user_BL News
    BL News
    Agistment service ଟାଙ୍ଗୀ, କଟକ, ଓଡ଼ିଶା•
    10 hrs ago
  • ପୋଲସରା ବାର୍ଷିନି ପଞ୍ଚାୟତ ଅଙ୍ଗନବାଡି ଦିଦିଙ୍କୁ ବାଡେ଼ଇଲେ ସେହି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ତଥା ବିଜେପିର ସକ୍ରିୟ ନେତା। ଅଙ୍ଗନବାଡ଼ି ଦିଦି ଜଣଙ୍କ ଶାରୀରିକ ଓ ମାନସିକ ସ୍ତରରେ ଆଘାତ ପାଇବା ସହ ବାଲିଛାଇ ଫାଣ୍ଡିରେ ଅଭିଯୋଗ କରିଥିବା ନେଇ ସୂଚନା। ପୋଲସରା:- ବର୍ଷିନୀ ପଞ୍ଚାୟତର ଜଣେ ଅଙ୍ଗନବାଡ଼ି ଦିଦିଙ୍କୁ ସେହି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ତ‌ଥା ବର୍ତ୍ତମାନର ବିଜେପିର ସକ୍ରିୟ ନେତା କାମ୍ପ ବାଢେଇ ମାନସିକ ନିର୍ଯ୍ୟାତନା କରିବା ନେଇ ବାଲିଛାଇ ଫାଣ୍ଡିରେ ଅଭିଯୋଗ ହୋଇଛି । ଅଙ୍ଗନବାଡ଼ି ଦିଦି ଜଣଙ୍କ ଶାରୀରିକ ଓ ମାନସିକ ସ୍ତରରେ ଆଘାତ ପାଇବା ସହ ବାଲିଛାଇ ଫାଣ୍ଡିରେ ଅଭିଯୋଗ କରିବା ପରେ ଚେତାଶୂନ୍ୟ ହୋଇ ପୋଲସରା ମେଡ଼ିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥ‌ିବା ଦେଖିବାକୁ ମିଳିଛି । ଏନେଇ ଅଙ୍ଗନବାଡ଼ି ଦିଦିଙ୍କ ସ୍ବାମୀ ଆପତ୍ତା ଅଭିଯୋଗ କରିବା ସହ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଘଟଣା ନେଇ ସୂଚନା ଦେଲେ ଅଙ୍ଗନବାଡି ଦିଦି ।
    1
    ପୋଲସରା ବାର୍ଷିନି ପଞ୍ଚାୟତ ଅଙ୍ଗନବାଡି ଦିଦିଙ୍କୁ ବାଡେ଼ଇଲେ ସେହି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ତଥା ବିଜେପିର ସକ୍ରିୟ ନେତା। ଅଙ୍ଗନବାଡ଼ି ଦିଦି ଜଣଙ୍କ ଶାରୀରିକ ଓ ମାନସିକ ସ୍ତରରେ ଆଘାତ ପାଇବା ସହ ବାଲିଛାଇ ଫାଣ୍ଡିରେ ଅଭିଯୋଗ କରିଥିବା ନେଇ ସୂଚନା।
ପୋଲସରା:- ବର୍ଷିନୀ ପଞ୍ଚାୟତର ଜଣେ ଅଙ୍ଗନବାଡ଼ି ଦିଦିଙ୍କୁ ସେହି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ତ‌ଥା ବର୍ତ୍ତମାନର ବିଜେପିର ସକ୍ରିୟ ନେତା କାମ୍ପ ବାଢେଇ ମାନସିକ ନିର୍ଯ୍ୟାତନା କରିବା ନେଇ ବାଲିଛାଇ ଫାଣ୍ଡିରେ ଅଭିଯୋଗ ହୋଇଛି । ଅଙ୍ଗନବାଡ଼ି ଦିଦି ଜଣଙ୍କ ଶାରୀରିକ ଓ ମାନସିକ ସ୍ତରରେ ଆଘାତ ପାଇବା ସହ ବାଲିଛାଇ ଫାଣ୍ଡିରେ ଅଭିଯୋଗ କରିବା ପରେ ଚେତାଶୂନ୍ୟ ହୋଇ ପୋଲସରା ମେଡ଼ିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥ‌ିବା ଦେଖିବାକୁ ମିଳିଛି । ଏନେଇ ଅଙ୍ଗନବାଡ଼ି ଦିଦିଙ୍କ ସ୍ବାମୀ ଆପତ୍ତା ଅଭିଯୋଗ କରିବା ସହ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଘଟଣା ନେଇ ସୂଚନା ଦେଲେ ଅଙ୍ଗନବାଡି ଦିଦି ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    10 hrs ago
  • Post by Aritkumar Mohapatra
    1
    Post by Aritkumar Mohapatra
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    11 hrs ago
  • ଢେଙ୍କାନାଳ ସଦର ଥାନା ଦୁଦୁକାଟେଣୀ ଗ୍ରାମ ନିକଟରେ ମହୁମାଛି ଆକ୍ରମଣରେ ଜଣେ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଗୁରୁତର ଗାଇ ଜଗୁଆଳୀ ବଟକୃଷ୍ଣ ସାହୁ ବୋଲି ଜଣାପଡିଛି।
    1
    ଢେଙ୍କାନାଳ ସଦର ଥାନା ଦୁଦୁକାଟେଣୀ ଗ୍ରାମ ନିକଟରେ ମହୁମାଛି ଆକ୍ରମଣରେ ଜଣେ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଗୁରୁତର ଗାଇ ଜଗୁଆଳୀ ବଟକୃଷ୍ଣ ସାହୁ ବୋଲି ଜଣାପଡିଛି।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    7 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.