ପିଡେଲବାଜୁ ଗାଁ ଠାରେ ହାତୀ ଆକ୍ରମଣରେ ବୃଦ୍ଧାଙ୍କ ଶୋଚନୀୟ ମୃତ୍ୟୁ। କ୍ଷତିପୂରଣ ଦାବି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ୍ କୁମଖାଲ ପଞ୍ଚାୟତ ଅନ୍ତର୍ଗତ ପିଡେଲବାଜୁ ଗାଁରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ଜଙ୍ଗଲୀ ହାତୀ ଗାଁ ଭିତରକୁ ପଶି ଘରଦ୍ଵାର ଭାଙ୍ଗି ତିଲେଇ ହରିଜନ ନାମକ ବୃଦ୍ଧାଙ୍କ ହାତୀଟି ତାଙ୍କୁ ଆକ୍ରମଣ କରି ଦଳିଚକଟି ଦେଇ ଥିବା ସୁଚନା ମିଳିଛି। ଏହି ଦୁଃଖଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି। ଦୀର୍ଘ ଦିନ ହେବ ଏହି ବ୍ଲକର ବିଭିନ୍ନ ଗାଁରେ ହାତୀଙ୍କ ଉପଦ୍ରବ ବୃଦ୍ଧି ପାଉଥିବା ଯୋଗୁଁ ବନ ବିଭାଗ ଏଥି ପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ମୃତକଙ୍କ ପରିବାରକୁ ତୁରନ୍ତ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯିବା ସହିତ ଅଞ୍ଚଳରୁ ହାତୀ ସୁରକ୍ଷିତ ଭାବେ ଘଉଡ଼ାଇବା ପାଇଁ ବନ ବିଭାଗ ପାଟ୍ରୋଲିଂ କଡ଼ାକଡ଼ି କରିବା ଦାବି ରହିଛି। ଖବର ପାଇ ସରପଞ୍ଚ ସାନ୍ଦ୍ରୁ ମାଝୀ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତ ଅନୁଧ୍ୟାନ କରି ସମସ୍ତ ଙ୍କୁ ଆଜି ସକାଳ ଛଅଟା ସମୟରେ ସୁଚନା ଦେଇଛନ୍ତି।ଖବର ପ୍ରସାରଣ ପର୍ଯ୍ୟନ୍ତ କୌଣସି ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିଲେ

- ଦେଖନ୍ତୁ 🙏🙏🙏1
- 🌹🌹🌹🌹🌹🌹🌹🌹🌹1
- ଟେମରା ଠାରେ ମାଆ ବସ୍ତେରେନ ମାଉଳିଙ୍କ ଆଷାଢ଼କେନା ମଣ୍ଡେଇ ଯାତ୍ରା #Kalahandi #MandaiYatra #OdishaCulture #Temera #MaaBasteren କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ଟେମରା ଗ୍ରାମରେ ମାଆ ବସ୍ତେରେନ ମାଉଳିଙ୍କ ପ୍ରସିଦ୍ଧ ଆଷାଢ଼କେନା ମଣ୍ଡେଇ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ବାଦ୍ୟବାଜଣା ଓ ନୀତିକାନ୍ତିରେ ଏହି ଯାତ୍ରା ପାଳିତ ହୋଇଛି। ଏହି ଯାତ୍ରା ସରିବା ପରେ ଅଞ୍ଚଳର ଚାଷୀମାନେ ନିଜର ଧାନ ରୁଆ ଏବଂ ବିହୁଡ଼ା କାର୍ଯ୍ୟ ଆରମ୍ଭ କରିଥାନ୍ତି। ଆସନ୍ତୁ ଦେଖିବା ଏହି ଦିବ୍ୟ ଯାତ୍ରାର କିଛି ଝଲକ। ମାଆଙ୍କ ଆଶୀର୍ବାଦରୁ ଭଲ ଫସଲ ହେବାର ବିଶ୍ୱାସ ରହିଛି। ସମ୍ପୂର୍ଣ୍ଣ ଭିଡିଓ ନିଶ୍ଚୟ ଦେଖନ୍ତୁ।1
- ଲୋକଙ୍କ ସରକାର ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି, କନ୍ଧମାଳ ଜିଲ୍ଲା ପାଇକ, ଖଣ୍ଡାୟତ କୁଳ ସମାଜ l ବାଲିଗୁଡା - ଓଡ଼ିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଐତିହାସିକ ପଦକ୍ଷେପ କୁ ସ୍ୱାଗତ ଜଣାଇ ଧନ୍ୟବାଦ୍ ଅର୍ପଣ କରିଛନ୍ତି କନ୍ଧମାଳ ଜିଲ୍ଲା ପାଇକ ଖଣ୍ଡାୟତ କୁଳ ସମାଜ l ଫୁଲବାଣୀ ସ୍ଥିତ ସରକାରୀ ଭେଷଜ ମହାବିଦ୍ୟାଳୟ କୁ କନ୍ଧମାଳ ଜିଲ୍ଲାର ମହାନ୍ ସନ୍ଥ ତଥା ସ୍ୱାଧୀନତା ସଂଗ୍ରାମୀ ବେଦାନ୍ତ କେଶରୀ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତି କୁ ନେଇ ବହୁ ଖୁସି ପ୍ରକଟ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ଧନ୍ୟବାଦ୍ ଜଣାଉଛନ୍ତି, ଆଦିବାସୀ ଜନଜାତି ଙ୍କ ଦରଦୀ ବନ୍ଧୁ, ଜନଜାତି ଙ୍କ ଶିକ୍ଷା ସ୍ୱାସ୍ଥ୍ୟ କୃଷି ଓ ସଂସ୍କୃତି ପାଇଁ ସାରା ଜୀବନ ଉତ୍ସର୍ଗ କରି ନିଜ ପ୍ରାଣବଳୀ ଦେଇଥିବା ଏହି ମହାନ ସାଧୁ ଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟ ରେ ଏହି ଯୁଗାନ୍ତକାରୀ ପଦକ୍ଷେପ ସହ ଜଲେଶପଟ୍ଟା ସଂସ୍କୃତି କନ୍ୟାଶ୍ରମ ର ଉନ୍ନତି ପାଇଁ ତେର କୋଟି ରୁ ଉର୍ଦ୍ଧ୍ବ ଟଙ୍କା ଖର୍ଚ୍ଚ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଛନ୍ତି, ଏହାକୁ ନେଇ କନ୍ଧମକ ରେ ସବୁ ସ୍ତରରେ ସ୍ୱାଗତ କରାଯାଇଛି,4
- ବନ୍ଧୁଗାଁ ବ୍ଲକ କାବ୍ରିବାଡି ପଞ୍ଚାୟତ ର ରାସ୍ତା ନିର୍ମାଣ ବିଳମ୍ବ ଯୋଗୁଁ ପଞ୍ଚାୟତର ୨୨ ଟି ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି3
- କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ସମ୍ବଲପୁରୀ ଦିନ ର ଜଣାଇଲେ ଶୁଭେଚ୍ଛା1
- ମୋହନା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିଶ୍ୱର ରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ ହେଇଚି ମୁଖ୍ୟ ଅତିଥି ଭାବେ ସୁତନ୍ତ୍ର ଉନୟନ ପରିଷଦ ଅଦକ୍ଷ କାମଦେବ ବଡ଼ନାୟକ ଯୋଗ ଦେଇ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିଥିଲେ କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ପରିଚାଳନା କମିଟି ଉପସ୍ଥିତ ରହିଥିଲେ1
- ପିଡେଲବାଜୁ ଗାଁ ଠାରେ ହାତୀ ଆକ୍ରମଣରେ ବୃଦ୍ଧାଙ୍କ ଶୋଚନୀୟ ମୃତ୍ୟୁ। କ୍ଷତିପୂରଣ ଦାବି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ୍ କୁମଖାଲ ପଞ୍ଚାୟତ ଅନ୍ତର୍ଗତ ପିଡେଲବାଜୁ ଗାଁରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ଜଙ୍ଗଲୀ ହାତୀ ଗାଁ ଭିତରକୁ ପଶି ଘରଦ୍ଵାର ଭାଙ୍ଗି ତିଲେଇ ହରିଜନ ନାମକ ବୃଦ୍ଧାଙ୍କ ହାତୀଟି ତାଙ୍କୁ ଆକ୍ରମଣ କରି ଦଳିଚକଟି ଦେଇ ଥିବା ସୁଚନା ମିଳିଛି। ଏହି ଦୁଃଖଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି। ଦୀର୍ଘ ଦିନ ହେବ ଏହି ବ୍ଲକର ବିଭିନ୍ନ ଗାଁରେ ହାତୀଙ୍କ ଉପଦ୍ରବ ବୃଦ୍ଧି ପାଉଥିବା ଯୋଗୁଁ ବନ ବିଭାଗ ଏଥି ପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ମୃତକଙ୍କ ପରିବାରକୁ ତୁରନ୍ତ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରାଯିବା ସହିତ ଅଞ୍ଚଳରୁ ହାତୀ ସୁରକ୍ଷିତ ଭାବେ ଘଉଡ଼ାଇବା ପାଇଁ ବନ ବିଭାଗ ପାଟ୍ରୋଲିଂ କଡ଼ାକଡ଼ି କରିବା ଦାବି ରହିଛି। ଖବର ପାଇ ସରପଞ୍ଚ ସାନ୍ଦ୍ରୁ ମାଝୀ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତ ଅନୁଧ୍ୟାନ କରି ସମସ୍ତ ଙ୍କୁ ଆଜି ସକାଳ ଛଅଟା ସମୟରେ ସୁଚନା ଦେଇଛନ୍ତି।ଖବର ପ୍ରସାରଣ ପର୍ଯ୍ୟନ୍ତ କୌଣସି ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିଲେ1