logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

Bhagalpur public apps

on 16 December
user_User1839
User1839
Odisha•
on 16 December

Bhagalpur public apps

More news from ଓଡ଼ିଶା and nearby areas
  • ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଫରେଷ୍ଟ ରେଞ୍ଜ ଅଧିନସ୍ଥ ବିଭିନ୍ନ ଗାଁ ସହି ବସ୍ତି ରେ କର୍ମଗତ ଭାବେ ହାତୀମାନଙ୍କ ସହ ଜଙ୍ଗଲୀ ଜନ୍ତୁ ମାନଙ୍କ ଦାଉରୁ କିପରି ସୁରକ୍ଷା ମିଳିବ ସେ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି. ହିନ୍ଦୋଳ ରେ କ୍ରମାଗତ ହାତୀ ମାନଙ୍କ ସହ ଜଙ୍ଗଲିଜନ୍ତୁ ଉପଦ୍ରଵ ଏବେ ଚରମ ସୀମାରେ ପହଁଚିଛି.
    1
    ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଫରେଷ୍ଟ ରେଞ୍ଜ ଅଧିନସ୍ଥ ବିଭିନ୍ନ ଗାଁ ସହି ବସ୍ତି ରେ କର୍ମଗତ ଭାବେ ହାତୀମାନଙ୍କ ସହ ଜଙ୍ଗଲୀ ଜନ୍ତୁ ମାନଙ୍କ ଦାଉରୁ କିପରି ସୁରକ୍ଷା ମିଳିବ ସେ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି. ହିନ୍ଦୋଳ ରେ କ୍ରମାଗତ ହାତୀ ମାନଙ୍କ ସହ ଜଙ୍ଗଲିଜନ୍ତୁ ଉପଦ୍ରଵ ଏବେ ଚରମ ସୀମାରେ ପହଁଚିଛି.
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    11 hrs ago
  • ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଭଏରପୁର ଗ୍ରାମପଞ୍ଚାୟତର ସାନ୍ତରାପୁର ଗ୍ରାମରେ ଅଷ୍ଟମ ଦୋଳ ମେଲଣ ଉତ୍ସବ ଅନୁଷ୍ଠିତ।ହୋଇଯାଇଛି। ଦୁଇଟି ପଞ୍ଚାୟତ ଭଏରପୁର ଓ ବୁଢ଼ୀବିଲି ଗ୍ରାମପଞ୍ଚାୟତର ବିଭିନ୍ନ ଗ୍ରାମରୁ ୧୩ଟି ବିମାନରେ ଶ୍ରୀଜୀଉ ମାନଙ୍କୁ ପଟୁଆର ସହିତ ଲଉଡି ଖେଳ ସାଙ୍ଗକୁ ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ୧୩ଟି ବିମାନରେ ଶ୍ରୀଜୀଉ ମାନଙ୍କୁ ଗ୍ରାମ ପରିକ୍ରମା କରିବା ସହିତ ପ୍ରଭୁଙ୍କର ପୂଜାର୍ଚ୍ଚନା କରାଯାଇଥିଲା।ରୀତିନୀତି ଅନୁଯାୟୀ ଶୋଭାଯାତ୍ରାରେ ଲଉଡ଼ିନୃତ୍ୟ,ସଂକୀର୍ତ୍ତନ ମଣ୍ଡଳୀରେ ଗାଁ ପ୍ରକମ୍ପିତ ହୋଇଥିଲା। ଗ୍ରାମ କମିଟି କର୍ମକର୍ତ୍ତାଙ୍କ ସହ ଗ୍ରାମବାସୀମାନେ ଏହି ଉତ୍ସବ ସହଯୋଗ କରିଥିଲେ ।
    1
    ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ  ଭଏରପୁର ଗ୍ରାମପଞ୍ଚାୟତର ସାନ୍ତରାପୁର ଗ୍ରାମରେ ଅଷ୍ଟମ ଦୋଳ ମେଲଣ ଉତ୍ସବ ଅନୁଷ୍ଠିତ।ହୋଇଯାଇଛି। ଦୁଇଟି ପଞ୍ଚାୟତ ଭଏରପୁର ଓ ବୁଢ଼ୀବିଲି ଗ୍ରାମପଞ୍ଚାୟତର ବିଭିନ୍ନ ଗ୍ରାମରୁ ୧୩ଟି ବିମାନରେ ଶ୍ରୀଜୀଉ ମାନଙ୍କୁ ପଟୁଆର ସହିତ ଲଉଡି ଖେଳ ସାଙ୍ଗକୁ ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ୧୩ଟି ବିମାନରେ ଶ୍ରୀଜୀଉ ମାନଙ୍କୁ ଗ୍ରାମ ପରିକ୍ରମା କରିବା ସହିତ ପ୍ରଭୁଙ୍କର ପୂଜାର୍ଚ୍ଚନା କରାଯାଇଥିଲା।ରୀତିନୀତି ଅନୁଯାୟୀ ଶୋଭାଯାତ୍ରାରେ ଲଉଡ଼ିନୃତ୍ୟ,ସଂକୀର୍ତ୍ତନ ମଣ୍ଡଳୀରେ ଗାଁ ପ୍ରକମ୍ପିତ ହୋଇଥିଲା। ଗ୍ରାମ କମିଟି କର୍ମକର୍ତ୍ତାଙ୍କ ସହ ଗ୍ରାମବାସୀମାନେ ଏହି ଉତ୍ସବ ସହଯୋଗ କରିଥିଲେ ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    9 hrs ago
  • ଢେଙ୍କାନାଳ ସହରର ଜୁବୁଲି ଟାଉନ ସ୍ଥିତ ଯଦୁପତି ବି ହାର ଠାରେ ଅବସ୍ଥିତ ରାଧା କୣଷ୍ଣ ମନ୍ଦିର ବ୍ରହ୍ମଣୀ ଦେଇ ଠାରୁ ଐକ ବିରାଟ ଶେଭାଯାତ୍ରା ସହର ପରିକ୍ରମା କରି ବଡ ଧୁମ ଧାମ ସହ ସହର ପରିକ୍ରମା କରିଥିଲେ ଐଥିରେ ଡିଜେ ବାଜା ସଂକିତ୍ତନ ମଣ୍ଢଳୀ ପ୍ରାୟ ସତର ଟି ଲଉଡି ଦଳ ଯେଗଦାନ କରିଥିଲେ ରାଧାରାଣୀ କୣଣ୍ଣଙ୍କ ଜୟ ଜୟକାର ରାମନାମ ରେ ସହରରେ ଏକ ମଧୁର ପରିବେଶ ସ୍ତଷ୍ଟି ହୋଇଥିଲା
    1
    ଢେଙ୍କାନାଳ ସହରର  ଜୁବୁଲି ଟାଉନ ସ୍ଥିତ ଯଦୁପତି ବି
ହାର ଠାରେ ଅବସ୍ଥିତ ରାଧା କୣଷ୍ଣ ମନ୍ଦିର  ବ୍ରହ୍ମଣୀ ଦେଇ ଠାରୁ ଐକ ବିରାଟ ଶେଭାଯାତ୍ରା ସହର ପରିକ୍ରମା କରି ବଡ ଧୁମ ଧାମ ସହ ସହର ପରିକ୍ରମା କରିଥିଲେ ଐଥିରେ ଡିଜେ ବାଜା ସଂକିତ୍ତନ ମଣ୍ଢଳୀ ପ୍ରାୟ ସତର ଟି ଲଉଡି ଦଳ ଯେଗଦାନ କରିଥିଲେ ରାଧାରାଣୀ କୣଣ୍ଣଙ୍କ ଜୟ ଜୟକାର ରାମନାମ ରେ ସହରରେ ଏକ ମଧୁର ପରିବେଶ ସ୍ତଷ୍ଟି ହୋଇଥିଲା
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    14 hrs ago
  • ଜଙ୍ଗଲକୁ ନିଆଁ ଦାଉରୁ ସୁରକ୍ଷା ପାଇଁ ସଚେତନତା ସଭା l ବୌଦ୍ଧ ଜିଲ୍ଲାର ମାଧପୁର ବନାଞ୍ଚଳରେ ଜଙ୍ଗଲକୁ ନିଆଁ ଦାଉରୁ ସୁରକ୍ଷା କରିବା ନିମନ୍ତେ ଓଡିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତନ ବିଭାଗ ପକ୍ଷରୁ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ମାଧପୁର ରେଞ୍ଜଅଧିକାରୀ ଆସିକ କୁମାର ଡିଗାଲଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି ସଚେତନତା ସଭାରେ ଅଞ୍ଚଳର ବହୁ ଜନସାଧାରଣ ଓ ବନ ସୁରକ୍ଷା ସହ ଜଡିତ ବ୍ୟକ୍ତିମାନେ ଉପସ୍ଥିତ ରହିଥିଲେ।ସଭାରେ ଗ୍ରୀଷ୍ମ ଋତୁ ଆରମ୍ଭ ସହିତ ଜଙ୍ଗଲରେ ନିଆଁ ଲାଗିବାର ଆଶଙ୍କା ବଢ଼ିଥାଏ ବୋଲି ବନ ବିଭାଗ ପକ୍ଷରୁ ଲୋକମାନଙ୍କୁ ସଚେତନ କରାଯାଇଥିଲା। ଜଙ୍ଗଲ ଆମ ପରିବେଶ, ଜଳବାୟୁ ସମତୁଳନ ଓ ବନ୍ୟପ୍ରାଣୀଙ୍କ ଜୀବନ ପାଇଁ ଅତ୍ୟନ୍ତ ଜରୁରୀ ଥିବାରୁ ଏହାକୁ ନିଆଁ ଦାଉରୁ ସୁରକ୍ଷା କରିବାରେ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି ରେଞ୍ଜର ଡିଗାଲ ମତ ପ୍ରକାଶ କରିଥିଲେ। ଜଙ୍ଗଲରେ ଅବହେଳାବଶତଃ ନିଆଁ ନ ଲଗାଇବା, ଶୁଖିଲା ପତ୍ର କିମ୍ବା ଘାସକୁ ଅଗ୍ନି ସଂସ୍ପର୍ଶ ନ କରିବା ଏବଂ କୌଣସି ସ୍ଥାନରେ ନିଆଁ ଦେଖିଲେ ସତ୍ବରେ ବନ ବିଭାଗକୁ ସୂଚନା ଦେବାକୁ ଲୋକମାନଙ୍କୁ ଏସି ଏଫ ଆଶିଷ କହଁର ଅନୁରୋଧ କରିଥିଲେ l ଏହି କାର୍ଯ୍ୟକ୍ରମରେ ଏସି ଏଫ ଆଶିଷ କହଁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଆଡଡେଣି ଗଡ଼ ପଞ୍ଚାୟତର ସରପଞ୍ଚ ଅଜିତ କୁମାର ପ୍ରଧାନ ଏବଂ ମାଧପୁର ରେଞ୍ଜରେ କାର୍ଯ୍ୟରତ ବନପାଳ ଅଭିମନ୍ୟୁ ମହାନ୍ତି, ଭକ୍ତ ବତ୍ସଳ ମଲ୍ଲିକ, ସୁମନ୍ତ ମଲ୍ଲିକ,ଫରେଷ୍ଟ ଗାର୍ଡ ଶରତ ନାଏକ, ସୀତାରାମ ବେହେରା, ମିଲି କିସ୍ପିଟା, ଗୀତା ଏକ୍କା, ବୀଣାପାଣି ଖଡୁଆ ସମେତ ସ୍କ୍ୱାର୍ଡ ଟିମ ଉପସ୍ଥିତ ରହିଥିଲେ। ସଭାରେ ଜଙ୍ଗଲ ସୁରକ୍ଷା ପାଇଁ ସମସ୍ତଙ୍କୁ ସଚେତନ ରହିବା ସହ ବନ ବିଭାଗକୁ ସହଯୋଗ କରିବାକୁ ଆହ୍ୱାନ କରାଯାଇଥିଲା।
    1
    ଜଙ୍ଗଲକୁ ନିଆଁ ଦାଉରୁ ସୁରକ୍ଷା ପାଇଁ ସଚେତନତା ସଭା l
ବୌଦ୍ଧ ଜିଲ୍ଲାର ମାଧପୁର ବନାଞ୍ଚଳରେ ଜଙ୍ଗଲକୁ ନିଆଁ ଦାଉରୁ ସୁରକ୍ଷା କରିବା ନିମନ୍ତେ ଓଡିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତନ ବିଭାଗ ପକ୍ଷରୁ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ମାଧପୁର ରେଞ୍ଜଅଧିକାରୀ ଆସିକ କୁମାର ଡିଗାଲଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି ସଚେତନତା ସଭାରେ ଅଞ୍ଚଳର ବହୁ ଜନସାଧାରଣ ଓ ବନ ସୁରକ୍ଷା ସହ ଜଡିତ ବ୍ୟକ୍ତିମାନେ ଉପସ୍ଥିତ ରହିଥିଲେ।ସଭାରେ ଗ୍ରୀଷ୍ମ ଋତୁ ଆରମ୍ଭ ସହିତ ଜଙ୍ଗଲରେ ନିଆଁ ଲାଗିବାର ଆଶଙ୍କା ବଢ଼ିଥାଏ ବୋଲି ବନ ବିଭାଗ ପକ୍ଷରୁ ଲୋକମାନଙ୍କୁ ସଚେତନ କରାଯାଇଥିଲା। ଜଙ୍ଗଲ ଆମ ପରିବେଶ, ଜଳବାୟୁ ସମତୁଳନ ଓ ବନ୍ୟପ୍ରାଣୀଙ୍କ ଜୀବନ ପାଇଁ ଅତ୍ୟନ୍ତ ଜରୁରୀ ଥିବାରୁ ଏହାକୁ ନିଆଁ ଦାଉରୁ ସୁରକ୍ଷା କରିବାରେ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି ରେଞ୍ଜର  ଡିଗାଲ ମତ ପ୍ରକାଶ କରିଥିଲେ। ଜଙ୍ଗଲରେ ଅବହେଳାବଶତଃ ନିଆଁ ନ ଲଗାଇବା, ଶୁଖିଲା ପତ୍ର କିମ୍ବା ଘାସକୁ ଅଗ୍ନି ସଂସ୍ପର୍ଶ ନ କରିବା ଏବଂ କୌଣସି ସ୍ଥାନରେ ନିଆଁ ଦେଖିଲେ ସତ୍ବରେ ବନ ବିଭାଗକୁ ସୂଚନା ଦେବାକୁ ଲୋକମାନଙ୍କୁ ଏସି ଏଫ ଆଶିଷ କହଁର ଅନୁରୋଧ କରିଥିଲେ l 
ଏହି କାର୍ଯ୍ୟକ୍ରମରେ ଏସି ଏଫ ଆଶିଷ କହଁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଆଡଡେଣି ଗଡ଼ ପଞ୍ଚାୟତର ସରପଞ୍ଚ ଅଜିତ କୁମାର ପ୍ରଧାନ ଏବଂ ମାଧପୁର ରେଞ୍ଜରେ କାର୍ଯ୍ୟରତ ବନପାଳ ଅଭିମନ୍ୟୁ ମହାନ୍ତି, ଭକ୍ତ ବତ୍ସଳ ମଲ୍ଲିକ, ସୁମନ୍ତ ମଲ୍ଲିକ,ଫରେଷ୍ଟ ଗାର୍ଡ ଶରତ ନାଏକ, ସୀତାରାମ ବେହେରା, ମିଲି କିସ୍ପିଟା, ଗୀତା ଏକ୍କା, ବୀଣାପାଣି ଖଡୁଆ ସମେତ ସ୍କ୍ୱାର୍ଡ ଟିମ ଉପସ୍ଥିତ ରହିଥିଲେ। ସଭାରେ ଜଙ୍ଗଲ ସୁରକ୍ଷା ପାଇଁ ସମସ୍ତଙ୍କୁ ସଚେତନ ରହିବା ସହ ବନ ବିଭାଗକୁ ସହଯୋଗ କରିବାକୁ ଆହ୍ୱାନ କରାଯାଇଥିଲା।
    user_Baidyanath Samal Mozillakhabra
    Baidyanath Samal Mozillakhabra
    Court reporter ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    5 hrs ago
  • ଆଜି ସନ୍ଧ୍ୟାରେ ମିଶନ ଶକ୍ତି ବିଭାଗ ଓ ଜ଼ିଲ୍ଲା ପ୍ରଶାସନ, ବୌଦ୍ଧଙ୍କ ମିଳିତ ଆନୁକୂଲ୍ୟରେ ଜ଼ିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳାର ଷଷ୍ଠ ସନ୍ଧ୍ୟାର କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି l ଏହି ମେଳା ମାର୍ଚ୍ଚ 6 ତାରିଖ ଠାରୁ ଆରମ୍ଭ ହୋଇ 12 ମାର୍ଚ୍ଚ ପର୍ଯ୍ୟନ୍ତ କଚେରୀ ପଡିଆ ଠାରେ ଅନୁଷ୍ଠିତ ହେଉଛି l ଏହି ଉପଲକ୍ଷେ ମୋଟ 120 ଟି ଷ୍ଟଲ ଖୋଲା ଯାଇଛି l ଆଜିର ଷଷ୍ଠ ସନ୍ଧ୍ୟା କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଜ଼ିଲ୍ଲାପାଳ ବିଭୁତି ଭୂଷଣ ନାୟକ
    1
    ଆଜି ସନ୍ଧ୍ୟାରେ ମିଶନ ଶକ୍ତି ବିଭାଗ ଓ ଜ଼ିଲ୍ଲା ପ୍ରଶାସନ, ବୌଦ୍ଧଙ୍କ ମିଳିତ ଆନୁକୂଲ୍ୟରେ ଜ଼ିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳାର ଷଷ୍ଠ ସନ୍ଧ୍ୟାର କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି l ଏହି ମେଳା ମାର୍ଚ୍ଚ 6 ତାରିଖ ଠାରୁ ଆରମ୍ଭ ହୋଇ 12 ମାର୍ଚ୍ଚ ପର୍ଯ୍ୟନ୍ତ କଚେରୀ ପଡିଆ ଠାରେ ଅନୁଷ୍ଠିତ ହେଉଛି l ଏହି ଉପଲକ୍ଷେ ମୋଟ 120 ଟି ଷ୍ଟଲ  ଖୋଲା ଯାଇଛି l ଆଜିର ଷଷ୍ଠ ସନ୍ଧ୍ୟା କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବେ ଯୋଗଦେଲେ ଜ଼ିଲ୍ଲାପାଳ ବିଭୁତି ଭୂଷଣ ନାୟକ
    user_Ranjan Kumar Dash
    Ranjan Kumar Dash
    ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    6 hrs ago
  • Post by Social Service
    1
    Post by Social Service
    user_Social Service
    Social Service
    ଖଣ୍ଡପଡ଼ା, ନୟାଗଡ଼, ଓଡ଼ିଶା•
    9 hrs ago
  • ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ଅଞ୍ଚଳ ର ମହିମାଗlଦି ପୋଖରୀ ନୁର୍ତନ ନିର୍ମାଣ ସକାଶେ ପୋଖରୀକୁ ହୁଡ଼ା କଟାଯାଇଛି ଏବେ ଦେଖିବାର ଅଛି କେବେ କାମ ହେଉଛି
    1
    ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ଅଞ୍ଚଳ ର ମହିମାଗlଦି ପୋଖରୀ ନୁର୍ତନ ନିର୍ମାଣ ସକାଶେ ପୋଖରୀକୁ ହୁଡ଼ା କଟାଯାଇଛି ଏବେ ଦେଖିବାର ଅଛି କେବେ କାମ ହେଉଛି
    user_Tapasdas 6372788705
    Tapasdas 6372788705
    Gandia, Dhenkanal•
    10 hrs ago
  • ଢେଙ୍କାନାଳ ସଦର ଥାନା ଦୁଦୁକାଟେଣୀ ଗ୍ରାମ ନିକଟରେ ମହୁମାଛି ଆକ୍ରମଣରେ ଜଣେ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଗୁରୁତର ଗାଇ ଜଗୁଆଳୀ ବଟକୃଷ୍ଣ ସାହୁ ବୋଲି ଜଣାପଡିଛି।
    1
    ଢେଙ୍କାନାଳ ସଦର ଥାନା ଦୁଦୁକାଟେଣୀ ଗ୍ରାମ ନିକଟରେ ମହୁମାଛି ଆକ୍ରମଣରେ ଜଣେ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଗୁରୁତର ଗାଇ ଜଗୁଆଳୀ ବଟକୃଷ୍ଣ ସାହୁ ବୋଲି ଜଣାପଡିଛି।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    13 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.