Shuru
Apke Nagar Ki App…
ଚାଲୁଥିଲା ଦେହ ବେପାର, ମାଡିବସିଲା ପୋଲିସ | Odisha Reporter ଘର ଆଗରେ ଅବସରପ୍ରାପ୍ତ ପୁଲିସ ଇନିସପେକ୍ଟରଙ୍କ ନେମ୍ ପ୍ଲେଟ୍, ଆଉ ଘର ଭିତରେ ଚାଲିଥିଲା ଦେହ ବ୍ୟବସାୟ। ଖବର ପାଇ ମାଡ଼ି ବସିଲା ସ୍ପେସାଲ ସ୍କ୍ୱାଡ ଓ ଅନୁଗୋଳ ଟାଉନ୍ ଥାନା ପୁଲିସର ମିଳିତ ଟିମ୍। ବାହାର ରାଜ୍ୟର ୨ ଯୁବତୀ, ୨ ଗ୍ରାହକଙ୍କ ସହ ଦେହ ଦଲାଲ ଘର ମାଲିକ ଅଟକ।
Rajib Behera
ଚାଲୁଥିଲା ଦେହ ବେପାର, ମାଡିବସିଲା ପୋଲିସ | Odisha Reporter ଘର ଆଗରେ ଅବସରପ୍ରାପ୍ତ ପୁଲିସ ଇନିସପେକ୍ଟରଙ୍କ ନେମ୍ ପ୍ଲେଟ୍, ଆଉ ଘର ଭିତରେ ଚାଲିଥିଲା ଦେହ ବ୍ୟବସାୟ। ଖବର ପାଇ ମାଡ଼ି ବସିଲା ସ୍ପେସାଲ ସ୍କ୍ୱାଡ ଓ ଅନୁଗୋଳ ଟାଉନ୍ ଥାନା ପୁଲିସର ମିଳିତ ଟିମ୍। ବାହାର ରାଜ୍ୟର ୨ ଯୁବତୀ, ୨ ଗ୍ରାହକଙ୍କ ସହ ଦେହ ଦଲାଲ ଘର ମାଲିକ ଅଟକ।
More news from ଓଡ଼ିଶା and nearby areas
- #ଜାଣିଶୁଣି_ବଦମାସି_କରୁଥିଲେ_ବାନ୍ଧିଲା_ପୁଲିସ୍ ଗୁରୁଗ୍ରାମ ଚର୍ଚ୍ଚିତ ମହିଳା ବାଇକର ହିଟ୍-ଆଣ୍ଡ-ରନ୍ ମାମଲାରେ ପୁଲିସ୍କୁ ବଡ଼ ସଫଳତା । ଦୁର୍ଘଟଣାର ଭିଡିଓ ଭାଇରାଲ ପରେ ମୂଳ ଏଫ୍ଆଇଆର୍ରେ ଯୋଡ଼ି ହେଲା ସାଂଘାତିକ ଦଫା1
- ବାରିପଦା ପୂର୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର କୁନି କୁନି ପିଲା ମାନଙ୍କ ଦ୍ୱାରା ମୂର୍ତ୍ତି ତିଆରି ଓ ସାଜସଜ୍ଜା1
- ଗୋପବନ୍ଧୁ ନଗର ବ୍ଲକ ଅଧିନ ସାନ ଖୁଣ୍ଟା ପଞ୍ଚାୟତ ର ବଡ଼ଖୁଣ୍ଟା ଖେଳ ପଡ଼ିଆ ଠାରେ ବାଣିଜ୍ୟ ମେଳା ଉଦଘାଟିତ ଗୋପବନ୍ଧୁ ନଗର ବ୍ଲକ ଅଧିନ ସାନ ଖୁଣ୍ଟା ପଞ୍ଚାୟତ ର ବଡ଼ଖୁଣ୍ଟା ଖେଳ ପଡ଼ିଆ ଠାରେ ଖୁଣ୍ଟା ବଣିକ ସଂଘ ଆନୁକୂଲ୍ୟ ରେ ଅନୁଷ୍ଠିତ ହେବାକୁ ଥିବା ବାଣିଜ୍ୟ ମେଳାର ଉଦ୍ଦଘାଟନୀ ଉତ୍ସବ ସୋମବାର ରାତିରେ ଅନୁଷ୍ଠିତ ହୋଇ ଯାଇଛି । ଇତି ଅବସରରେ ଖୁଣ୍ଟା ବଣିକ ସଂଘର ସଭାପତି କୌଳାଶ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟୀ ସଭାରେ ମୁଖ୍ୟ ଅତିଥି ଭାବେ ଖୁଣ୍ଟା ଥାନା ଆଇ ଆଇ ସି ଆଦିତ୍ୟ ପ୍ରସାଦ ଜେନା ଯୋଗ ଦେଇ ଏହାର ଉଦଘାଟନ କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ସଂଘର ଉପ ସଭାପତି ହୃଦୟ ରଞ୍ଜନ ମହାକୁଡ଼ , ପୂର୍ବତନ ସଭାପତି କାହୁ ଚରଣ ବେହରା , ସହ ସମ୍ପାଦକ ତପନ ବେହେରା , ଜ୍ଞାନରଞ୍ଜନ ସହୁ , ସୁଦେଶ ଚୈଧୁରୀ , ଶୁଶାନ୍ତ ଦାସ, ଉପଦେଷ୍ଟା ଲୋକନାଥ ପଲେଇ , ପ୍ରଦୋଷ ଦାସ ସାହୁ ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସର ରେ ଆଇ ଆଇ ସି ଶ୍ରୀଜେନା ଅଞ୍ଚଳରେ ଆଇନ ଶୃଙ୍ଖଳା ବଜାଇ ରଖିବା ସହ ମେଳାର ମଜା ନେବା ପାଇଁ ଜନସାଧାରଣଙ୍କୁ ଆହ୍ବାନ ଦେଇଥିଲେ । ପବିତ୍ର ଗଣେଷ ପୂଜା ଠାରୁ ଆରମ୍ଭ ହୋଇ ଏହି ମେଳା ଏକ ମାସ ଧରି ଚ଼ାଲୁ ରହିବ ବୋଲି ଖୁଣ୍ଟା ବଣିକ ସଂଘର ସଭାପତି ଶ୍ରୀ ବେହେରା ସୁଚ଼ନା ପ୍ରଦାନ କରିଛନ୍ତି ।4
- ବାଲେଶ୍ବର ରେ ଧୁମ୍ ଧାମରେ ପାଳିତ ହେଉଛି ଗଣେଶ ପୂଜା।1
- ବନ୍ତ ବ୍ଲକର ବିଭିନ୍ନ ସ୍ଥାନର ବାବା ବିଘ୍ନରାଜ ଙ୍କ ପୂଜା ଅନୁଷ୍ଠିତ। ବନ୍ତ ବ୍ଲକର ବିଭିନ୍ନ ସ୍ଥାନର ବାବା ବିଘ୍ନରାଜ ଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି।1
- ନିଆରା ଭାବରେ ଗୁରୁ ଦିବସ ପାଳନ। ନୂଆପଡ଼ା ଅମୂଲ୍ୟପହି +୨ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବିଦ୍ଯାଳୟରେ ଫୁଲ, ଚନ୍ଦନ ଦେଈ ପ୍ରଥମେ ନିଜର ବାପା ମା ଙ୍କୁ ପରେ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପୂଜାର୍ଚ୍ଚନା କରିଥଲେ। ନିଆରା ଭାବରେ ଗୁରୁ ଦିବସ ପାଳନ। ନୂଆପଡ଼ା ଅମୂଲ୍ୟପହି +୨ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ବିଦ୍ଯାଳୟରେ ଫୁଲ, ଚନ୍ଦନ ଦେଈ ପ୍ରଥମେ ନିଜର ବାପା ମା ଙ୍କୁ ପରେ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ପୂଜାର୍ଚ୍ଚନା କରିଥଲେ।1
- ବିଦ୍ୟାଳୟ ପକ୍ଷରୁ ଜୋତା ବଦଳରେ ଚପଲ ଦେବାଘଟଣାରେ ଅବିଭାବକ ମଧ୍ୟରେ ଅସନ୍ତୋଷ l ସିମୁଳିଆ ଜୋତା ବଦଳରେ ଚପଲ ଅଭିଭାବକ ମଧ୍ୟରେ ଅସନ୍ତୋଷ l ସିମୁଳିଆ1
- #ନକଲି_ଔଷଧ_ରାକେଟ୍ର_ପର୍ଦ୍ଦାଫାଶ ଦେଶରେ ଏକ ବଡ଼ ଧରଣର ନକଲି କର୍କଟ (Cancer) ଏବଂ ଜରୁରୀକାଳୀନ ICU ଔଷଧ କାରବାର ରାକେଟ୍ର ପର୍ଦ୍ଦାଫାଶ ହୋଇଛି, ଯେଉଁଥିରେ ଦିଲ୍ଲୀ, ବେଙ୍ଗାଳୁରୁ ଓ ରାଜସ୍ଥାନ ସମେତ ବିଭିନ୍ନ ରାଜ୍ୟର ୯୦ରୁ ଅଧିକ ହସ୍ପିଟାଲ୍ ତଥା କ୍ଲିନିକ୍ ଏବେ ତଦନ୍ତ ପରିସରଭୁକ୍ତ ହୋଇଛନ୍ତି।1