logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବୀରମହାରାଜପୁର ମହିଳା ମହାବିଦ୍ୟାଳୟ ରେ ଯୁକ୍ତ ତିନି ଶେଷ ବର୍ଷର ଛାତ୍ରଛତ୍ରୀ ଙ୍କୁ ବିଦାୟ ସମ୍ବର୍ଦ୍ଧନା ଯୁକ୍ତ ଦୁଇ ଦ୍ଵିତୀୟ ବର୍ଷ ପରୀକ୍ଷା ଶେଷ ହେବା ପରେ ବୀରମହାରାଜପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ କଲେଜ ର ପ୍ରଥମ ବର୍ଷ ଛାତ୍ରୀ ମାନଙ୍କ ଦ୍ୱାରା ଦ୍ଵିତୀୟ ବର୍ଷ ଛାତ୍ରୀ ମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି. ଏହି ଅବସରରେ ଆୟୋଜିତ ସଭା ରେ କଲେଜ ଅଧକ୍ଷ ଆଶୁତୋଷ ହୋତା ଙ୍କ ସଭାପତିତ୍ୱ ରେ କଲେଜ ର ସମସ୍ତ କର୍ମଚାରୀ ମଂଚାସୀନ ଥିଲେ. ଭବିଷ୍ୟତ ରେ କେମିତି ସବୁ ଛାତ୍ରୀ ଉତ୍ତମ ନାଗରିକ ହିସାବରେ ପ୍ରତିଷ୍ଠିତ ହେବେ ଏବଂ ନିଜର ପରିବାର ତଥା ସମାଜ ର ଉନ୍ନତି ରେ ସହାୟକ ହେବେ ସେ ଦିଗରେ ଚେଷ୍ଟିତ ହେବାପାଇଁ ସମସ୍ତେ ଛାତ୍ରୀ ମାନଂକୁ ପରାମର୍ଶ ଦେଇଥିଲେ. ଏହି ଅବସରରେ ଉଭୟ ବର୍ଷ ର ଛାତ୍ରୀ ମାନେ କଲେଜ ରେ ନିଜ ନିଜ ଅନୁଭୂତି ବିଷୟରେ ବର୍ଣନା କରିଥିଲେ. ସଭାପୂର୍ବରୁ ବିଦାୟୀ ଛାତ୍ରୀ ମାନଂକୁ ଫୁଲ ଚନ୍ଦନ ଦେଇ ସ୍ୱାଗତ କରାଯାଇଥିଲା. ପରିଶେଷରେ ପ୍ରଥମ ବର୍ଷ ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା. ଏହି କାର୍ଯ୍ୟକ୍ରମ ରେ କଲେଜ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ.

7 hrs ago
user_Pitambar Sahu
Pitambar Sahu
Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
7 hrs ago
bef1e3b9-9e68-4595-a7a1-45e0a168b689

ବୀରମହାରାଜପୁର ମହିଳା ମହାବିଦ୍ୟାଳୟ ରେ ଯୁକ୍ତ ତିନି ଶେଷ ବର୍ଷର ଛାତ୍ରଛତ୍ରୀ ଙ୍କୁ ବିଦାୟ ସମ୍ବର୍ଦ୍ଧନା ଯୁକ୍ତ ଦୁଇ ଦ୍ଵିତୀୟ ବର୍ଷ ପରୀକ୍ଷା ଶେଷ ହେବା ପରେ ବୀରମହାରାଜପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ କଲେଜ ର ପ୍ରଥମ ବର୍ଷ ଛାତ୍ରୀ ମାନଙ୍କ ଦ୍ୱାରା ଦ୍ଵିତୀୟ ବର୍ଷ ଛାତ୍ରୀ ମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି. ଏହି ଅବସରରେ ଆୟୋଜିତ ସଭା ରେ କଲେଜ ଅଧକ୍ଷ ଆଶୁତୋଷ ହୋତା ଙ୍କ ସଭାପତିତ୍ୱ ରେ କଲେଜ ର ସମସ୍ତ କର୍ମଚାରୀ ମଂଚାସୀନ ଥିଲେ. ଭବିଷ୍ୟତ ରେ କେମିତି ସବୁ ଛାତ୍ରୀ ଉତ୍ତମ ନାଗରିକ ହିସାବରେ ପ୍ରତିଷ୍ଠିତ ହେବେ ଏବଂ ନିଜର ପରିବାର ତଥା ସମାଜ ର ଉନ୍ନତି ରେ ସହାୟକ ହେବେ ସେ ଦିଗରେ ଚେଷ୍ଟିତ ହେବାପାଇଁ ସମସ୍ତେ ଛାତ୍ରୀ ମାନଂକୁ ପରାମର୍ଶ ଦେଇଥିଲେ. ଏହି ଅବସରରେ ଉଭୟ ବର୍ଷ ର ଛାତ୍ରୀ ମାନେ କଲେଜ ରେ ନିଜ ନିଜ ଅନୁଭୂତି ବିଷୟରେ ବର୍ଣନା କରିଥିଲେ. ସଭାପୂର୍ବରୁ ବିଦାୟୀ ଛାତ୍ରୀ ମାନଂକୁ ଫୁଲ ଚନ୍ଦନ ଦେଇ ସ୍ୱାଗତ କରାଯାଇଥିଲା. ପରିଶେଷରେ ପ୍ରଥମ ବର୍ଷ ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା. ଏହି କାର୍ଯ୍ୟକ୍ରମ ରେ କଲେଜ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ.

More news from ଓଡ଼ିଶା and nearby areas
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ସ୍ଥିତ ସରକାରୀ ୟୁପି ସ୍କୁଲ ର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ଚାନ୍ଦ ଙ୍କୁ ମଙ୍ଗଳବାର ଦିନ ଅପରାହ୍ନ ରେ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଅବସର ରେ ପୂର୍ବତନ ଜିଲ୍ଲା ଉଚ୍ଚ ଶିକ୍ଷା ପରାମର୍ଶଦାତା ଡ.ପ୍ରଫୁଲ୍ଲ କୁମାର ରଥ, ଶିକ୍ଷାବିତ ଧରଣୀଧର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ
    1
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ସ୍ଥିତ ସରକାରୀ ୟୁପି ସ୍କୁଲ ର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ଚାନ୍ଦ ଙ୍କୁ ମଙ୍ଗଳବାର ଦିନ ଅପରାହ୍ନ ରେ ଅବସର କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ଅବସର ରେ ପୂର୍ବତନ ଜିଲ୍ଲା ଉଚ୍ଚ ଶିକ୍ଷା ପରାମର୍ଶଦାତା ଡ.ପ୍ରଫୁଲ୍ଲ କୁମାର ରଥ, ଶିକ୍ଷାବିତ ଧରଣୀଧର ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    7 hrs ago
  • Post by BAHUJAN ADHIKAR
    1
    Post by BAHUJAN ADHIKAR
    user_BAHUJAN ADHIKAR
    BAHUJAN ADHIKAR
    Local News Reporter Biramaharajpur, Sonepur•
    22 hrs ago
  • #ସୁବର୍ଣ୍ଣପୁର_DRCS_ସଞ୍ଜୟ_କୁମାର_ତ୍ରିପାଠୀ_ନିଲମ୍ବିତ ତରଭା ବ୍ଲକ ମରାଡୁଗୋଛା ପେକ୍ସରେ ନିଯୁକ୍ତି ଦୁର୍ନୀତି ପାଇଁ ନିଲମ୍ବିତ। #ମରାଡୁଗୋଛା_ପ୍ୟାକ୍ସରେ_ନିଯୁକ୍ତି_ଦୁର୍ନୀତିକୁ_ନେଇ_କଠୋର_ଆଭିମୁଖ୍ୟ_ପୋଷଣ_କରିଛନ୍ତି_ଜିଲ୍ଲାପାଳ_ଡ଼_ନୃପରାଜ_ସାହୁ
    1
    #ସୁବର୍ଣ୍ଣପୁର_DRCS_ସଞ୍ଜୟ_କୁମାର_ତ୍ରିପାଠୀ_ନିଲମ୍ବିତ
ତରଭା ବ୍ଲକ ମରାଡୁଗୋଛା ପେକ୍ସରେ ନିଯୁକ୍ତି ଦୁର୍ନୀତି ପାଇଁ ନିଲମ୍ବିତ।
#ମରାଡୁଗୋଛା_ପ୍ୟାକ୍ସରେ_ନିଯୁକ୍ତି_ଦୁର୍ନୀତିକୁ_ନେଇ_କଠୋର_ଆଭିମୁଖ୍ୟ_ପୋଷଣ_କରିଛନ୍ତି_ଜିଲ୍ଲାପାଳ_ଡ଼_ନୃପରାଜ_ସାହୁ
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ । ତାରିଖ -୩୧/୦୩/୨୦୨୬ ମଙ୍ଗଲବାର । ଦିନର ୧୨ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର । BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । ।
    1
    ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ ।  ତାରିଖ -୩୧/୦୩/୨୦୨୬ ମଙ୍ଗଲବାର । ଦିନର ୧୨ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର ।
BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    11 hrs ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    16 hrs ago
  • ବୌଦ୍ଧ ଜ଼ିଲ୍ଲା କଂଗ୍ରେସ କମିଟିର ନୂତନ ସଭାପତି ଭାବେ ଅବଦୁଲ କଲିମ ଖାଁ ଓରଫ ରାଜାଙ୍କୁ ନିଯୁକ୍ତି ମିଳିଥିବା ଜଣାପଡ଼ିଛି । ଏଭଳି ଖବର ସାମ୍ନାକୁ ଆସିବା ପରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି ।
    1
    ବୌଦ୍ଧ ଜ଼ିଲ୍ଲା କଂଗ୍ରେସ କମିଟିର ନୂତନ ସଭାପତି ଭାବେ ଅବଦୁଲ କଲିମ ଖାଁ ଓରଫ ରାଜାଙ୍କୁ ନିଯୁକ୍ତି ମିଳିଥିବା ଜଣାପଡ଼ିଛି । ଏଭଳି ଖବର ସାମ୍ନାକୁ ଆସିବା ପରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି ।
    user_Ranjan Kumar Dash
    Ranjan Kumar Dash
    ସାମ୍ବାଦିକ ବୌଦ୍ଧ ସଦର, ବୌଦ୍ଧ, ଓଡ଼ିଶା•
    4 hrs ago
  • ଯେଉଁ ଅଞ୍ଚଳ ଦିନେ ବାମପନ୍ଥୀ ଉଗ୍ରବାଦ ଯୋଗୁଁ ସମାଜର ମୁଖ୍ୟ ଧାରାରୁ ବିଚ୍ଛିନ୍ନ ଥିଲା, ଏବେ ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ Narendra Modi ଜୀଙ୍କ ନେତୃତ୍ୱରେ ସେ ଅଞ୍ଚଳର ଘରେ ଘରେ ବିକାଶ ପହଞ୍ଚିଛି। -ମାନନୀୟ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ Amit Shah ଜୀ #NaxalFreeIndia
    1
    ଯେଉଁ ଅଞ୍ଚଳ ଦିନେ ବାମପନ୍ଥୀ ଉଗ୍ରବାଦ ଯୋଗୁଁ ସମାଜର ମୁଖ୍ୟ ଧାରାରୁ ବିଚ୍ଛିନ୍ନ ଥିଲା, ଏବେ ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ Narendra Modi ଜୀଙ୍କ ନେତୃତ୍ୱରେ ସେ ଅଞ୍ଚଳର ଘରେ ଘରେ ବିକାଶ ପହଞ୍ଚିଛି। -ମାନନୀୟ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ Amit Shah ଜୀ #NaxalFreeIndia
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    27 min ago
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ବରଘାଟ ରେ ହେବ ଅଷ୍ଟ ପ୍ରହରୀ ନାମଯଜ୍ଞ। ଏଥିପାଇଁ ଏକ ଭବ୍ୟ କଳସ ଶୋଭାଯାତ୍ରା କରାଯାଇଛି। ଏଥିରେ ଗ୍ରାମର ଶତାଧିକ ମହିଳା ପୁରୁଷ ଯୋଗଦେଇ ଗ୍ରାମ୍ୟ ପୋଖରୀ ରୁ ଜଳ ପୂର୍ଣ୍ଣ କଳସ ଆଣି ନାମ ମଣ୍ଡପ ଓ ଯଜ୍ଞ ମଣ୍ଡପ ରେ ସ୍ଥାପନ କରାଯାଇଥିଲା।
    4
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ବରଘାଟ ରେ ହେବ ଅଷ୍ଟ ପ୍ରହରୀ ନାମଯଜ୍ଞ। ଏଥିପାଇଁ ଏକ ଭବ୍ୟ କଳସ ଶୋଭାଯାତ୍ରା କରାଯାଇଛି। ଏଥିରେ ଗ୍ରାମର ଶତାଧିକ ମହିଳା ପୁରୁଷ ଯୋଗଦେଇ ଗ୍ରାମ୍ୟ ପୋଖରୀ ରୁ ଜଳ ପୂର୍ଣ୍ଣ କଳସ ଆଣି ନାମ ମଣ୍ଡପ ଓ ଯଜ୍ଞ ମଣ୍ଡପ ରେ ସ୍ଥାପନ କରାଯାଇଥିଲା।
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    16 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.