logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

କ୍ରାଇମ୍ ସିନ୍ ରିକ୍ରିଏସନ୍ ବେଳେ ଅଭିଯୁକ୍ତକୁ ନିସ୍ତୁକ ମାଡ଼ l ବିଚ୍ ରାସ୍ତାରେ ହତ୍ୟା ମାମଲାର ଅଭିଯୁକ୍ତକୁ ନିର୍ଧୁମ ମାଡ଼। ପୋଲିସ ହେପାଜତରେ ଥିବା ବେଳେ ଆକ୍ରମଣ। ଯିଏ ଯେମିତି ପାରିଲା ମାରିଲା। ତଳେ ପକାଇ ବିଧା, ଗୋଇଠା ମାରିଲେ। ପୁରୀର ବହୁଚର୍ଚ୍ଚିତ ଜ୍ବାଇଁକୁ ଶ୍ବଶୁର ହତ୍ୟା ମାମଲାରେ ଏଭଳି ଘଟଣା ଘଟିଛି।ଗତ ରବିବାର ଜଣେ ଅଭିଯୁକ୍ତକୁ ପୁରୀ ଗଡ଼ିଶାଗୋଦା ଥାନା ପୋଲିସ କ୍ରାଇମ୍ ସିନ୍ ରିକ୍ରିଏସନ୍ ପାଇଁ ନୂଆନଈ ସ୍ପଟ୍ ଉପରକୁ ନେଇଥିଲା । ସିନ୍ ରିକ୍ରିଏସନ୍ ସାରି ଫେରିବା ବେଳେ ପୋଲିସ ଉପସ୍ଥିତିରେ ଅଭିଯୁକ୍ତକୁ ନିର୍ଦ୍ଧୁମ ମାଡ଼ ମାରିଥିଲେ ମୃତକଙ୍କ ପରିବାର ଲୋକେ । ପୋଲିସ ଅଭିଯୁକ୍ତକୁ ବଞ୍ଚାଇବା ପାଇଁ ଚେଷ୍ଟା କରୁଥିଲେ ମଧ୍ୟ ଏକାଧିକ ଲୋକ ଥିବାରୁ ଅଭିଯୁକ୍ତକୁ ସୁରକ୍ଷା ଦେବା ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଥିଲା । ତେବେ ଅଭିଯୁକ୍ତକୁ ସୁରକ୍ଷିତ ଭାବେ ପୋଲିସ ଘଟଣାସ୍ଥଳରୁ ନେବାରେ ସଫଳ ହୋଇଥିଲା ।ଗତ ଫେବୃଆରୀ ୯ ତାରିଖରେ ପୁରୀ ଗଡ଼ିଶାଗୋଦା ଥାନା ଅଞ୍ଚଳରେ ଜ୍ବାଇଁକୁ ଶ୍ବଶୁର ଅପହରଣ କରି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା । ଝିଅ ଜଣେ ଯୁବକକୁ ପ୍ରେମ ବିବାହ କରିଥିବା ବେଳେ ଏହାକୁ ଝିଅର ବାପା ମୋହନ ବେହେରା ଗ୍ରହଣ କରିପାରି ନଥିଲେ । ସେ ନିଜ ଝିଅକୁ ଅନ୍ୟ ସ୍ଥାନରେ ବିବାହ ଦେବା ପାଇଁ ମନସ୍ଥ କରିଥିଲେ । ଫଳରେ ସେ ଝିଅ ଭଲ ପାଇ ବିବାହ କରିଥିବା ଯୁବକକୁ ଘରୁ ଡାକି ନେଇ କିଛି ସହଯୋଗୀଙ୍କ ସହାୟତାରେ ହତ୍ୟା କରିଥିଲେ ।ଏହି ଆକ୍ରମଣ ଭିଡିଓ ଭାଇରାଲ ହେବା ପରେ ସବୁ ଆଡ଼େ ଚର୍ଚ୍ଚାରର ବିଷୟ ହୋଇଛି । ପୋଲିସ ଉପସ୍ଥିତିରେ ଜଣେ ଅଭିଯୁକ୍ତକୁ ମାଡ଼ ଘଟଣା, ପୋଲିସ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

10 hrs ago
user_SOUMYA RANJAN
SOUMYA RANJAN
କୋଣାର୍କ, ପୁରୀ, ଓଡ଼ିଶା•
10 hrs ago
1ad4d793-0b49-4aae-8284-e13dd157c0f5

More news from ଓଡ଼ିଶା and nearby areas
  • Post by Manoj kumar baliyarsingh
    4
    Post by Manoj kumar baliyarsingh
    user_Manoj kumar baliyarsingh
    Manoj kumar baliyarsingh
    ସାମ୍ବାଦିକ ପୁରୀ (M), ପୁରୀ, ଓଡ଼ିଶା•
    1 hr ago
  • Post by Rajesh Samantaray
    1
    Post by Rajesh Samantaray
    user_Rajesh Samantaray
    Rajesh Samantaray
    Bank Sadar, Puri•
    18 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    8 hrs ago
  • କଣାସ ବ୍ଲକ କଣାସ ପାୟତ ଜଳିଆପଡା ଗ୍ରାମରେ ପ୍ରତିଷ୍ଠିତ ପର୍ଯ୍ୟଟନସ୍ଥଳୀ ମାନ୍ୟତା ପାଇଥିବା ମା ମଙ୍ଗଳାଙ୍କ ପୀଠରେ ଗତକାଲି ଠାରୁ ଚୈତିପର୍ବ ଆରମ୍ଭ ହେବା ସଂଙ୍ଗେ ସଂଙ୍ଗେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେଉଛି । ଆଜି କଳସ ଯାତ୍ରା ଉତ୍ସବ ଥିବାରୁ ମାଙ୍କ ପୀଠରୁ ରାଜ୍ୟରୁ ବିଭିନ୍ନ ସ୍ଥାନରୁ ଆସିଥିବା 10 ହଜାରରୁ ଉର୍ଦ୍ଧ ଭକ୍ତ ଯଜ୍ଞ ସ୍ଥଳରୁ ବାହାରି ଜଳିଆପଡା,କଣାସ,ଗୋଲାବଜାର ଦେଇ ଦୋକନ୍ଦା ଦୟାନଦୀ ତୁଠରେ ପହଁଚିଥିଲେ । କଳସ ଯାତ୍ରା ଆଗେ ଆଗେ ବିଭିନ୍ନ ବାଦ୍ୟ ଘଣ୍ଟି ,ଘିଣ୍ଟ ,ତଗାନାଚ, ପଶୁପକ୍ଷି ନାଚ,ଭଲୁନାଚ,କଣ୍ଢଇ ନାଚ ଚାଲିଥିବା ଦେଖିବାକୁ ମିଳିଥିଲା । ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ କଣାସ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ଦୟା ନଦୀ ତୁଠରେ ପୂଜା ଅର୍ଚ୍ଚନା ସାରିବା ପରେ ଭକ୍ତମାନେ କଳସ ବୁଢାଇ ପୁନଶ୍ଚ ଯଜ୍ଞ ସ୍ଥଳକୁ ଫେରି ଆସିଥିଲେ । ବିଶ୍ୱଶାନ୍ତି ମହାଯଜ୍ଞ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଚାରିଦିନ ଧରି ଅଙ୍କୁରୋପଣ,ମଣ୍ଡଳକରଣ,ଜଳଯାତ୍ରା,ଅଗ୍ନିସ୍ଥାପନ,ସୂର୍ଯ୍ୟପୂଜା,ଚଣ୍ଡୀପାଠ,ଯଜ୍ଞଆହୁତି,ଅଳତା ସେବା ଅନୁଷ୍ଠିତ ହେବା ସହ ୨ ତାରିଖ ସଂନ୍ଧ୍ୟାରେ ପୂର୍ଣ୍ଣାହୁତି କାର୍ଯ୍ୟ ଅନୁଷ୍ଠିତ ହେବ । ଚାରି ଦିନ ଧରି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେଉଛି  ।
    3
    କଣାସ ବ୍ଲକ କଣାସ ପାୟତ ଜଳିଆପଡା ଗ୍ରାମରେ ପ୍ରତିଷ୍ଠିତ ପର୍ଯ୍ୟଟନସ୍ଥଳୀ ମାନ୍ୟତା ପାଇଥିବା ମା ମଙ୍ଗଳାଙ୍କ ପୀଠରେ ଗତକାଲି ଠାରୁ ଚୈତିପର୍ବ ଆରମ୍ଭ ହେବା ସଂଙ୍ଗେ ସଂଙ୍ଗେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେଉଛି । ଆଜି କଳସ ଯାତ୍ରା ଉତ୍ସବ ଥିବାରୁ ମାଙ୍କ ପୀଠରୁ ରାଜ୍ୟରୁ ବିଭିନ୍ନ ସ୍ଥାନରୁ ଆସିଥିବା 10 ହଜାରରୁ ଉର୍ଦ୍ଧ ଭକ୍ତ ଯଜ୍ଞ ସ୍ଥଳରୁ ବାହାରି ଜଳିଆପଡା,କଣାସ,ଗୋଲାବଜାର ଦେଇ ଦୋକନ୍ଦା ଦୟାନଦୀ ତୁଠରେ ପହଁଚିଥିଲେ । କଳସ ଯାତ୍ରା ଆଗେ ଆଗେ ବିଭିନ୍ନ ବାଦ୍ୟ ଘଣ୍ଟି ,ଘିଣ୍ଟ ,ତଗାନାଚ,
ପଶୁପକ୍ଷି ନାଚ,ଭଲୁନାଚ,କଣ୍ଢଇ ନାଚ ଚାଲିଥିବା ଦେଖିବାକୁ ମିଳିଥିଲା । ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ କଣାସ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ଦୟା ନଦୀ ତୁଠରେ ପୂଜା ଅର୍ଚ୍ଚନା ସାରିବା ପରେ ଭକ୍ତମାନେ କଳସ ବୁଢାଇ ପୁନଶ୍ଚ ଯଜ୍ଞ ସ୍ଥଳକୁ ଫେରି ଆସିଥିଲେ । ବିଶ୍ୱଶାନ୍ତି ମହାଯଜ୍ଞ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଚାରିଦିନ ଧରି ଅଙ୍କୁରୋପଣ,ମଣ୍ଡଳକରଣ,ଜଳଯାତ୍ରା,ଅଗ୍ନିସ୍ଥାପନ,ସୂର୍ଯ୍ୟପୂଜା,ଚଣ୍ଡୀପାଠ,ଯଜ୍ଞଆହୁତି,ଅଳତା ସେବା ଅନୁଷ୍ଠିତ ହେବା ସହ ୨ ତାରିଖ ସଂନ୍ଧ୍ୟାରେ ପୂର୍ଣ୍ଣାହୁତି କାର୍ଯ୍ୟ ଅନୁଷ୍ଠିତ ହେବ । ଚାରି ଦିନ ଧରି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେଉଛି  ।
    user_Sujit Tripathy
    Sujit Tripathy
    Accountant ଗାଡ଼ିସାଗଡ଼ା, ପୁରୀ, ଓଡ଼ିଶା•
    11 hrs ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    13 hrs ago
  • Post by Sibanava Panda
    1
    Post by Sibanava Panda
    user_Sibanava Panda
    Sibanava Panda
    Local News Reporter ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    21 hrs ago
  • ୫ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନର ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର।
    1
    ୫ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନର ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    1 hr ago
  • ଧାନ କିଣାରେ ବିରାଟ ଘୋଟଲାର ପର୍ଦାଫାଶ କଲା କଂଗ୍ରେସ ସମସ୍ତ ଚାଷୀଙ୍କ ଠାରୁ ଧାନ ସରକାର ନକିଣିଲେ ଆନ୍ଦୋଳନ କରିବ:କଂଗ୍ରେସ*
    1
    ଧାନ କିଣାରେ ବିରାଟ ଘୋଟଲାର ପର୍ଦାଫାଶ କଲା କଂଗ୍ରେସ
ସମସ୍ତ ଚାଷୀଙ୍କ ଠାରୁ ଧାନ ସରକାର ନକିଣିଲେ ଆନ୍ଦୋଳନ କରିବ:କଂଗ୍ରେସ*
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    9 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.