logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମୟୁରଭଞ୍ଜ ଜିଲ୍ଲା ମନରେଗା ଶ୍ରମିକ ସଂଗଠନ ର ଜିଲ୍ଲା ସଭାପତି ଚନ୍ଦ୍ର କୁମାର ଶ୍ୟାମଳେନ୍ଦୁ ଦାସ ଙ୍କ ନେତୃତ୍ୱ ରେ କରଞ୍ଜିଆ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମନରେଗା ଶ୍ରମିକ ଓ ଗାଁ ସାଥି ମେଟ ଙ୍କ ବିକ୍ଷୋଭ ଓ ଧାରଣା ପ୍ରଦର୍ଶନ ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମ ରେ ପଞ୍ଚଶହ ରୁ ଉର୍ଦ୍ଧ ଶ୍ରମିକ ଓ ଗାଁ ସାଥି ଉପସ୍ଥିତ ରହି ଧାରଣା ଦେଇଥିଲେ

2 hrs ago
user_Jitendra raj
Jitendra raj
କରଞ୍ଜିଆ, ମୟୂରଭଞ୍ଜ, ଓଡ଼ିଶା•
2 hrs ago

ମୟୁରଭଞ୍ଜ ଜିଲ୍ଲା ମନରେଗା ଶ୍ରମିକ ସଂଗଠନ ର ଜିଲ୍ଲା ସଭାପତି ଚନ୍ଦ୍ର କୁମାର ଶ୍ୟାମଳେନ୍ଦୁ ଦାସ ଙ୍କ ନେତୃତ୍ୱ ରେ କରଞ୍ଜିଆ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମନରେଗା ଶ୍ରମିକ ଓ ଗାଁ ସାଥି ମେଟ ଙ୍କ ବିକ୍ଷୋଭ ଓ ଧାରଣା ପ୍ରଦର୍ଶନ ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମ ରେ ପଞ୍ଚଶହ ରୁ ଉର୍ଦ୍ଧ ଶ୍ରମିକ ଓ ଗାଁ ସାଥି ଉପସ୍ଥିତ ରହି ଧାରଣା ଦେଇଥିଲେ

More news from ଓଡ଼ିଶା and nearby areas
  • Post by Jitendra raj
    1
    Post by Jitendra raj
    user_Jitendra raj
    Jitendra raj
    କରଞ୍ଜିଆ, ମୟୂରଭଞ୍ଜ, ଓଡ଼ିଶା•
    2 hrs ago
  • କରଞ୍ଜିଆ,୧୦/୩,(ପାର୍ଥ ପ୍ରଶନ୍ନ ମିଶ୍ର):କରଞ୍ଜିଆ ଷ୍ଟାଡିୟମ ନିକଟରେ ଥିବା ଏକ ପ୍ରମିଳା ହୋଟେଲରେ କାର୍ଯ୍ୟରତ ରୋଷେୟା ବୀରେନ୍ଦ୍ର କୁମାର ନାୟକଙ୍କ ଗତକାଲି ବିଳମ୍ବିତ ରାତି ହୋଟେଲ ନିକଟରେ ଏକ ଟ୍ରକ ଚାପାରେ ମୃତ୍ୟୁ ଘଟିଛି |ସେ ଗତ କାଲି ରାତି ପରିସ୍ରା କରିବା ପାଇଁ ଊଠି ରାସ୍ତା କଡ଼କୁ ଆସିଥିଲେ, ଏହି ସମୟରେ ଏକ ଅଜଣା ଟ୍ରକ (12ଚକିଆ ) ଗାଡ଼ି ପଛକୁ କରୁଥିବା ସମୟରେ ବୀରେନ୍ଦ୍ର ନାୟକ ଉପରେ ଚଢ଼ି ଯାଇଥିଲା । ଘଟଣାସ୍ଥଳରେ ବୀରେନ୍ଦ୍ରର ମୃତ୍ୟୁ ହୋଇଥିଲା । ୩୮ ବର୍ଷିଆ ବୀରେନ୍ଦ୍ରର ସ୍ତ୍ରୀ ଓ ଛୋଟ ଛୋଟ ପିଲା ଅଛନ୍ତି । ତାଙ୍କ ଘର ଘର କରଞ୍ଜିଆ ସହର ନିକଟ ଶରଧା ଗ୍ରାମରେ ହୋଇଥିଲେ ମଧ୍ୟ ସେ ନେଡୁଆପାଳ ଗ୍ରାମରେ ରହୁଥିଲେ | ସେ କରଞ୍ଜିଆ ଅଂଚଳରେ ଦୀର୍ଘ ୨୨ ବର୍ଷ ଧରି ବିଭିନ୍ନ ହୋଟେଲରେ ମୁଖ୍ୟ ରୋଷେୟା ଭାବେ କାଯ୍ୟ କରୁଥିଲା | ଦୁର୍ଘଟଣା ପରେ ଟ୍ରକଟି ଫେରାର ହୋଇଯାଇଛି । କରଞ୍ଜିଆ ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟ ପଠାଇ ଥାନାରେ ୮୩/୨୬ ନମ୍ୱରରେ ଏକ ମାମଲା ରୁଜୁ କରି ତଦନ୍ତ ଅଧିକାରୀ ଭାବେ ଏଏସଆଇ ସନ୍ତୋଷ ନାଏକଙ୍କୁ ଦାୟିତ୍ଵ ଦିଆଯାଇଥିବା କରଞ୍ଜିଆ ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସେନାପତି ସୂଚନା ଦେଇଛନ୍ତି।
    1
    କରଞ୍ଜିଆ,୧୦/୩,(ପାର୍ଥ ପ୍ରଶନ୍ନ ମିଶ୍ର):କରଞ୍ଜିଆ ଷ୍ଟାଡିୟମ ନିକଟରେ ଥିବା ଏକ ପ୍ରମିଳା ହୋଟେଲରେ କାର୍ଯ୍ୟରତ ରୋଷେୟା ବୀରେନ୍ଦ୍ର କୁମାର ନାୟକଙ୍କ ଗତକାଲି ବିଳମ୍ବିତ ରାତି ହୋଟେଲ ନିକଟରେ ଏକ ଟ୍ରକ ଚାପାରେ ମୃତ୍ୟୁ ଘଟିଛି |ସେ ଗତ କାଲି ରାତି ପରିସ୍ରା କରିବା ପାଇଁ ଊଠି ରାସ୍ତା କଡ଼କୁ ଆସିଥିଲେ, ଏହି ସମୟରେ ଏକ ଅଜଣା ଟ୍ରକ (12ଚକିଆ ) ଗାଡ଼ି ପଛକୁ କରୁଥିବା ସମୟରେ ବୀରେନ୍ଦ୍ର ନାୟକ ଉପରେ ଚଢ଼ି ଯାଇଥିଲା । ଘଟଣାସ୍ଥଳରେ ବୀରେନ୍ଦ୍ରର ମୃତ୍ୟୁ ହୋଇଥିଲା । ୩୮ ବର୍ଷିଆ ବୀରେନ୍ଦ୍ରର ସ୍ତ୍ରୀ ଓ ଛୋଟ ଛୋଟ ପିଲା ଅଛନ୍ତି । ତାଙ୍କ ଘର ଘର କରଞ୍ଜିଆ ସହର ନିକଟ ଶରଧା ଗ୍ରାମରେ ହୋଇଥିଲେ ମଧ୍ୟ ସେ ନେଡୁଆପାଳ ଗ୍ରାମରେ ରହୁଥିଲେ | ସେ କରଞ୍ଜିଆ ଅଂଚଳରେ ଦୀର୍ଘ ୨୨ ବର୍ଷ ଧରି ବିଭିନ୍ନ ହୋଟେଲରେ ମୁଖ୍ୟ ରୋଷେୟା ଭାବେ କାଯ୍ୟ କରୁଥିଲା | ଦୁର୍ଘଟଣା ପରେ ଟ୍ରକଟି ଫେରାର ହୋଇଯାଇଛି । କରଞ୍ଜିଆ ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟ ପଠାଇ ଥାନାରେ ୮୩/୨୬ ନମ୍ୱରରେ ଏକ ମାମଲା ରୁଜୁ କରି ତଦନ୍ତ ଅଧିକାରୀ ଭାବେ ଏଏସଆଇ ସନ୍ତୋଷ ନାଏକଙ୍କୁ ଦାୟିତ୍ଵ ଦିଆଯାଇଥିବା କରଞ୍ଜିଆ ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସେନାପତି ସୂଚନା ଦେଇଛନ୍ତି।
    user_Partha Prasanna Mishra
    Partha Prasanna Mishra
    ସାମ୍ବାଦିକ Karanjia, Mayurbhanj•
    16 hrs ago
  • ଲାଲ_ଗ୍ରହରେ_ପାଣି ଲାଲ ଗ୍ରହରେ ପାଣିର ସନ୍ଧାନ : ମାର୍ସ ରିକୋନାଇସାନ୍ସ ଅର୍ବିଟର ପଠାଇଛି ମଙ୍ଗଳ ପୃଷ୍ଠର ଚିତ୍ର
    1
    ଲାଲ_ଗ୍ରହରେ_ପାଣି
ଲାଲ ଗ୍ରହରେ ପାଣିର ସନ୍ଧାନ : ମାର୍ସ ରିକୋନାଇସାନ୍ସ ଅର୍ବିଟର ପଠାଇଛି ମଙ୍ଗଳ ପୃଷ୍ଠର ଚିତ୍ର
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    7 min ago
  • ବନ୍ତ ବ୍ଲକ ସ୍ଥିତ ବାବା ଧବଳେଶ୍ଵର ମହିଳା ମହାସଂଘ ଆନୁକୁଲ୍ୟରେ ପାଳନ ହେଲା ଆନ୍ତର୍ଜାତୀୟ ମହିଳା ଦିବସ। ଯୋଗଦେଲେ ବରିଷ୍ଟ ଆଇନଜୀବୀ।
    1
    ବନ୍ତ ବ୍ଲକ ସ୍ଥିତ ବାବା ଧବଳେଶ୍ଵର ମହିଳା ମହାସଂଘ ଆନୁକୁଲ୍ୟରେ ପାଳନ ହେଲା ଆନ୍ତର୍ଜାତୀୟ ମହିଳା ଦିବସ। ଯୋଗଦେଲେ ବରିଷ୍ଟ ଆଇନଜୀବୀ।
    user_ବନ୍ତ ଖବର
    ବନ୍ତ ଖବର
    ବାଣ୍ଟ, ଭଦ୍ରକ, ଓଡ଼ିଶା•
    9 min ago
  • ଆଜି Odisha Legislative Assembly ରେ ପିଇବା ପାଣିର ଅଭାବ ନେଇ ଗରମ ହେଲା ଚର୍ଚ୍ଚା। କଂଗ୍ରେସ ବିଧାୟକମାନେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପିଇବା ପାଣି ସମସ୍ୟାକୁ ଉଠାଇ ସରକାରଙ୍କୁ ତୀବ୍ର ପ୍ରଶ୍ନ କଲେ। ବିଭାଗୀୟ ମନ୍ତ୍ରୀ Rabi Narayan Naik ଉତ୍ତର ଦେଇଥିବା ବେଳେ ବିରୋଧୀ ଦଳ ଅଭିଯୋଗ କଲେ ଯେ ସରକାର କେବଳ ଭାଷଣରେ ସୀମିତ ରହିଛି, ଯେଉଁଥିରେ ମାଟିସ୍ତରରେ କାମ ଦେଖିବାକୁ ମିଳୁନାହିଁ। ତେବେ ପ୍ରକୃତରେ ପିଇବା ପାଣି ସମସ୍ୟାକୁ ନେଇ ବିଧାନ ସଭାରେ କେମିତି ପ୍ରଶ୍ନ ଉଠିଲା? କେଉଁ ତଥ୍ୟ ଦେଲେ ମନ୍ତ୍ରୀ? ଏବଂ କାହିଁକି ବିରୋଧୀ ଦଳ ଏଥିରେ ସରକାରକୁ ଘେରିଲା? ସମ୍ପୂର୍ଣ୍ଣ ଘଟଣା ଦେଖନ୍ତୁ ଏହି ଭିଡିଓରେ ଓ ଜାଣନ୍ତୁ କାମ କାହାର କେତେ। #OdishaPolitics #AssemblyNews #DrinkingWaterIssue #OdishaNews #PrimeTimeOdiaNews
    1
    ଆଜି Odisha Legislative Assembly ରେ ପିଇବା ପାଣିର ଅଭାବ ନେଇ ଗରମ ହେଲା ଚର୍ଚ୍ଚା। କଂଗ୍ରେସ ବିଧାୟକମାନେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପିଇବା ପାଣି ସମସ୍ୟାକୁ ଉଠାଇ ସରକାରଙ୍କୁ ତୀବ୍ର ପ୍ରଶ୍ନ କଲେ।
ବିଭାଗୀୟ ମନ୍ତ୍ରୀ Rabi Narayan Naik ଉତ୍ତର ଦେଇଥିବା ବେଳେ ବିରୋଧୀ ଦଳ ଅଭିଯୋଗ କଲେ ଯେ ସରକାର କେବଳ ଭାଷଣରେ ସୀମିତ ରହିଛି, ଯେଉଁଥିରେ ମାଟିସ୍ତରରେ କାମ ଦେଖିବାକୁ ମିଳୁନାହିଁ।
ତେବେ ପ୍ରକୃତରେ ପିଇବା ପାଣି ସମସ୍ୟାକୁ ନେଇ ବିଧାନ ସଭାରେ କେମିତି ପ୍ରଶ୍ନ ଉଠିଲା? କେଉଁ ତଥ୍ୟ ଦେଲେ ମନ୍ତ୍ରୀ? ଏବଂ କାହିଁକି ବିରୋଧୀ ଦଳ ଏଥିରେ ସରକାରକୁ ଘେରିଲା?
ସମ୍ପୂର୍ଣ୍ଣ ଘଟଣା ଦେଖନ୍ତୁ ଏହି ଭିଡିଓରେ ଓ ଜାଣନ୍ତୁ କାମ କାହାର କେତେ।
#OdishaPolitics #AssemblyNews #DrinkingWaterIssue #OdishaNews #PrimeTimeOdiaNews
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    5 hrs ago
  • ସାମ୍ବାଦିକଙ୍କୁ ମରଣାତ୍ମକ ଆକ୍ରମଣ, ଲୁହା ରଡ୍‌ରେ ପିଟି ଗୋଡ଼ ଭାଙ୍ଗିଦେଲେ ଦୁର୍ବୃତ୍ତ ସଙ୍କଟାପନ୍ନ ଅବସ୍ଥାରେ କଟକ SCB କୁ ସ୍ଥାନାନ୍ତରିତ କଳିଙ୍ଗନଗର କଳିଙ୍ଗନଗର ଶିଳ୍ପାଞ୍ଚଳରେ ଜଣେ କର୍ତ୍ତବ୍ୟରତ ସାମ୍ବାଦିକଙ୍କ ଉପରେ ସଂଘବଦ୍ଧ ଭାବେ ମରଣାତ୍ମକ ଆକ୍ରମଣ ଘଟିଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହି ଆକ୍ରମଣରେ ଗୁରୁତର ଆହତ ହୋଇଥିବା ସାମ୍ବାଦିକ ମହେନ୍ଦ୍ର କୁମାର ନାଥଙ୍କୁ ପ୍ରଥମେ ଦାନଗଦୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକର ବଡ଼ ଡାକ୍ତରଖାନା SCB ମେଡିକାଲ୍ କଲେଜ୍ ଏବଂ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ, ଶ୍ରୀ ନାଥ ରାସ୍ତାରେ ଯାଉଥିବା ସମୟରେ କିଛି ଯୁବକ ମଝିରାସ୍ତାରେ ଦଣ୍ଡାୟମାନ ହୋଇ ଯାତାୟାତରେ ବାଧା ସୃଷ୍ଟି କରୁଥିଲେ। ସେମାନଙ୍କୁ ରାସ୍ତାରୁ ହଟିଯିବାକୁ କହିବାକୁ ନେଇ ଉଭୟ ପକ୍ଷରେ ବଚସା ହୋଇଥିଲା। ଏହାରେ ଉତ୍କ୍ଷିପ୍ତ ହୋଇ ଯୁବକମାନେ ସଂଘବଦ୍ଧ ଭାବେ ସାମ୍ବାଦିକଙ୍କୁ ନିର୍ମମ ଭାବେ ପିଟିବା ସହ ଲୁହା ରଡ୍‌ରେ ଆକ୍ରମଣ କରିଥିଲେ। ଆକ୍ରମଣ ସମୟରେ ଶ୍ରୀ ନାଥ ତତ୍କ୍ଷଣାତ୍ ପୋଲିସକୁ ଫୋନ୍ ଯୋଗେ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚୁଥିବା ଦେଖି ଦୁର୍ବୃତ୍ତମାନେ ଛତ୍ରଭଙ୍ଗ ଦେଇଥିଲେ। ତେବେ ପୋଲିସ ଜଣେ ଅଭିଯୁକ୍ତକୁ କାବୁ କରିବାରେ ସଫଳ ହୋଇଥିବା ବେଳେ ଅନ୍ୟମାନେ ଫେରାର୍ ହୋଇଯାଇଛନ୍ତି। ଏକ୍ସ-ରେ ରିପୋର୍ଟରୁ ଶ୍ରୀ ନାଥଙ୍କ ଡାହାଣ ଗୋଡ଼ର ହାଡ଼ ଭାଙ୍ଗିଥିବା ଜଣାପଡ଼ିଛି। ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କ ଅବସ୍ଥା ଗମ୍ଭୀର ବୋଲି ଡାକ୍ତରମାନେ ସୂଚନା ଦେଇଛନ୍ତି। ଏହି ଘଟଣା ସମ୍ପର୍କରେ ଆହତ ସାମ୍ବାଦିକଙ୍କ ପରିବାର ପକ୍ଷରୁ ଦାନଗଦୀ ପୋଲିସ ଫାଣ୍ଡିରେ ଲିଖିତ ଏତଲା ଦିଆଯାଇଛି। ଘଟଣାକୁ ନେଇ କଳିଙ୍ଗନଗରର ସ୍ଥାନୀୟ ସାମ୍ବାଦିକ ସଂଘ ଓ ବୁଦ୍ଧିଜୀବୀ ମହଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସାମ୍ବାଦିକଙ୍କ ଉପରେ ଏପରି ଆକ୍ରମଣକୁ ନିନ୍ଦା କରି ଅଭିଯୁକ୍ତମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।
    4
    ସାମ୍ବାଦିକଙ୍କୁ ମରଣାତ୍ମକ ଆକ୍ରମଣ, ଲୁହା ରଡ୍‌ରେ ପିଟି ଗୋଡ଼ ଭାଙ୍ଗିଦେଲେ ଦୁର୍ବୃତ୍ତ
ସଙ୍କଟାପନ୍ନ ଅବସ୍ଥାରେ କଟକ SCB କୁ ସ୍ଥାନାନ୍ତରିତ
କଳିଙ୍ଗନଗର
କଳିଙ୍ଗନଗର ଶିଳ୍ପାଞ୍ଚଳରେ ଜଣେ କର୍ତ୍ତବ୍ୟରତ ସାମ୍ବାଦିକଙ୍କ ଉପରେ ସଂଘବଦ୍ଧ ଭାବେ ମରଣାତ୍ମକ ଆକ୍ରମଣ ଘଟିଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହି ଆକ୍ରମଣରେ ଗୁରୁତର ଆହତ ହୋଇଥିବା ସାମ୍ବାଦିକ ମହେନ୍ଦ୍ର କୁମାର ନାଥଙ୍କୁ ପ୍ରଥମେ ଦାନଗଦୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକର ବଡ଼ ଡାକ୍ତରଖାନା SCB ମେଡିକାଲ୍ କଲେଜ୍ ଏବଂ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁସାରେ, ଶ୍ରୀ ନାଥ ରାସ୍ତାରେ ଯାଉଥିବା ସମୟରେ କିଛି ଯୁବକ ମଝିରାସ୍ତାରେ ଦଣ୍ଡାୟମାନ ହୋଇ ଯାତାୟାତରେ ବାଧା ସୃଷ୍ଟି କରୁଥିଲେ। ସେମାନଙ୍କୁ ରାସ୍ତାରୁ ହଟିଯିବାକୁ କହିବାକୁ ନେଇ ଉଭୟ ପକ୍ଷରେ ବଚସା ହୋଇଥିଲା। ଏହାରେ ଉତ୍କ୍ଷିପ୍ତ ହୋଇ ଯୁବକମାନେ ସଂଘବଦ୍ଧ ଭାବେ ସାମ୍ବାଦିକଙ୍କୁ ନିର୍ମମ ଭାବେ ପିଟିବା ସହ ଲୁହା ରଡ୍‌ରେ ଆକ୍ରମଣ କରିଥିଲେ।
ଆକ୍ରମଣ ସମୟରେ ଶ୍ରୀ ନାଥ ତତ୍କ୍ଷଣାତ୍ ପୋଲିସକୁ ଫୋନ୍ ଯୋଗେ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚୁଥିବା ଦେଖି ଦୁର୍ବୃତ୍ତମାନେ ଛତ୍ରଭଙ୍ଗ ଦେଇଥିଲେ। ତେବେ ପୋଲିସ ଜଣେ ଅଭିଯୁକ୍ତକୁ କାବୁ କରିବାରେ ସଫଳ ହୋଇଥିବା ବେଳେ ଅନ୍ୟମାନେ ଫେରାର୍ ହୋଇଯାଇଛନ୍ତି।
ଏକ୍ସ-ରେ ରିପୋର୍ଟରୁ ଶ୍ରୀ ନାଥଙ୍କ ଡାହାଣ ଗୋଡ଼ର ହାଡ଼ ଭାଙ୍ଗିଥିବା ଜଣାପଡ଼ିଛି। ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କ ଅବସ୍ଥା ଗମ୍ଭୀର ବୋଲି ଡାକ୍ତରମାନେ ସୂଚନା ଦେଇଛନ୍ତି।
ଏହି ଘଟଣା ସମ୍ପର୍କରେ ଆହତ ସାମ୍ବାଦିକଙ୍କ ପରିବାର ପକ୍ଷରୁ ଦାନଗଦୀ ପୋଲିସ ଫାଣ୍ଡିରେ ଲିଖିତ ଏତଲା ଦିଆଯାଇଛି। ଘଟଣାକୁ ନେଇ କଳିଙ୍ଗନଗରର ସ୍ଥାନୀୟ ସାମ୍ବାଦିକ ସଂଘ ଓ ବୁଦ୍ଧିଜୀବୀ ମହଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସାମ୍ବାଦିକଙ୍କ ଉପରେ ଏପରି ଆକ୍ରମଣକୁ ନିନ୍ଦା କରି ଅଭିଯୁକ୍ତମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି।
ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।
    user_Kaling lens
    Kaling lens
    Salesperson କଳିଙ୍ଗନଗର, ଯାଜପୁର, ଓଡ଼ିଶା•
    15 hrs ago
  • Post by MN.NEWS ODIA
    1
    Post by MN.NEWS ODIA
    user_MN.NEWS ODIA
    MN.NEWS ODIA
    Teacher ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    16 hrs ago
  • Post by Jitendra raj
    1
    Post by Jitendra raj
    user_Jitendra raj
    Jitendra raj
    କରଞ୍ଜିଆ, ମୟୂରଭଞ୍ଜ, ଓଡ଼ିଶା•
    19 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.