Shuru
Apke Nagar Ki App…
ବଜେଟ୍ ରେ ଚାଷୀଙ୍କ ବିକାଶ କୁ ଗୁରୁତ୍ଵ।
Odisha News Express
ବଜେଟ୍ ରେ ଚାଷୀଙ୍କ ବିକାଶ କୁ ଗୁରୁତ୍ଵ।
More news from ଓଡ଼ିଶା and nearby areas
- #ମିଲର_ଆସୁନାହିଁ_ମଣ୍ଡିକୁ। #ଦଲାଲଙ୍କ_ମନଇଛା_କଟିନି_ଛଟିନି #କୁମ୍ଭକର୍ଣ୍ଣ_ନିଦ୍ରାରେ_ପ୍ରଶାସନ ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକ୍ ମୁକୁଳିସି ସମବାୟ ସମିତି ଚାଲିଛି ଦଲାଲ ରାଜ । ।#mahimatv #dmbalasore #basta #mahimatv #dmbalasore #basta CMO Odisha Mohan Charan Majhi Subasini Jena Goutambuddha Das1
- ବାଲିଆପାଳ ବ୍ଲକ ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀ ସଙ୍ଘର ନବମ ପ୍ରତିଷ୍ଠା ଦିବସ ପାଳିତ। ବାଲେଶ୍ଵର ଜିଲ୍ଲା ବାଲିଆପାଳ ଗୁରୁକୁଳ ଭବନ ସଭାଗୃହ ମଧ୍ୟରେ ଶୁକ୍ରବାର ପୂର୍ବାହ୍ନ ୧୧ ଘଟିକା ସମୟରେ ବାଲିଆପାଳ ବ୍ଲକ ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀ ସଙ୍ଘର ନବମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଉଛି। ସଂଘର ସ୍ଥାୟୀ ସଭାପତି ଶ୍ରୀକାନ୍ତ ଜେନାଙ୍କ ସଭାପତିତ୍ବ ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀ ସଙ୍ଘ ବାଲିଆପାଳର ସାଧାରଣ ସମ୍ପାଦକ ରାଖାଲ ଚନ୍ଦ୍ର ଦାସଙ୍କ ପରିଚାଳନାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ବସ୍ତା ଅବସର ଶିକ୍ଷକ କର୍ମଚାରୀ ସଙ୍ଘର ସାଧାରଣ ସମ୍ପାଦକ କୁମୁଦ ରଞ୍ଜନ ଗିରି। ମୁଖ୍ୟ ବକ୍ତା ଭାବରେ ଭୋଗରାଇ ବ୍ଲକ ଅବସର କର୍ମଚାରି କଲ୍ୟାଣ ପାରିଷଦର ସଭାପତି ଗୋପବନ୍ଧୁ ମହାପାତ୍ର,ସମ୍ମାନିତ ବକ୍ତା ଉତ୍ତର ଭୋଗରାଇ ଶିକ୍ଷକ କର୍ମଚାରୀ ସଂଘର ସାଧାରଣ ସମ୍ପାଦକ ରାଧାନାଥ ଦାସ,ସମ୍ମାନିତ ଅତିଥି ଭାବରେ ଭୋଗରାଇ ବ୍ଲକ ଅବସର କର୍ମଚାରି କଲ୍ୟାଣ ପାରିଷଦର ସଧାରଣ ସମ୍ପାଦକ ଡ. ଦୀନକୃଷ୍ଣ ଦେ, ବାହାନଗା ବ୍ଲକ ଅବସର ପ୍ରାପ୍ତ କର୍ମଚାରୀ ସଙ୍ଘର ସାଧାରଣ ସମ୍ପାଦକ ବସନ୍ତ କୁମାର ମହାପାତ୍ର, ଉତ୍ତର ଭୋଗରାଇ ବ୍ଲକର ଅବସପ୍ରାପ୍ତ ଶିକ୍ଷକ କର୍ମଚାରୀ ସଂଘର ସଭାପତି ବସନ୍ତ ଦାସ, ବାଲିଆପାଳ ବ୍ଲକ ଶିକ୍ଷକ ସମନ୍ୱୟ ସମିତିର ସଭାପତି ବିଶ୍ବମ୍ବର ପାତ୍ର, ବାଲିଆପାଳ ଅବସର ପ୍ରାପ୍ତ ସୈନିକ ସଂଘର ସଭାପତି କମଳଲୋଚନ ପୀଳା ପ୍ରମୁଖ ଯୋଗା ଦେଇ ବକ୍ତବ୍ଯ ପ୍ରଦାନ ରଖିଥିଲେ।ଏହି ଅବସରରେ ଅବସର ପ୍ରାପ୍ତ ଶିକ୍ଷକ କର୍ମଚାରୀଙ୍କ ଚିକିତ୍ସା ଭତ୍ତା ଓ ଚିକିତ୍ସା ସୁବିଧା ଯୋଗାଇବା, ଅଷ୍ଟମ ପେ କମିଶନରେ ଅନ୍ତର୍ଭୁକ୍ତ କରିବା ଆଦି ବିଭିନ୍ନ ସମସ୍ୟା ର ସମାଧାନ ଉପରେ ଆଲୋଚନା ହୋଇଥିଲା। ୨୦୨୫ ମସିହାରେ ମେଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ଥିବା ତିନିଜଣ ଛାତ୍ରୀ ଛାତ୍ରକୁ ସଂଘ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇ ଥିଲେ। ଏହି ଅବସରରେ ୮୦ ବର୍ଷରୁ ଉର୍ଦ୍ଧ ଅବସରପ୍ରାପ୍ତ ଶିକ୍ଷୟତ୍ରୀ ଶିକ୍ଷକ ମନୋରଞ୍ଜନ ପ୍ରଧାନ , ଅନନ୍ତ କୁମାର ସାହୁ, ଯତୀନ୍ଦ୍ର ନାଥ ଜେନା,ଶକୁନ୍ତଳା ବେହେରା ,ଉର୍ମିଳା କୁମାରୀ ମିଶ୍ର ,ଚିନ୍ତାମଣି ସାହୁଙ୍କୁ ସମ୍ବର୍ଦ୍ଧିତ କରାଯିବା ସହିତ ତ୍ରାୟୋମାସିକ ପତ୍ରିକା ଆମରି ବାର୍ତ୍ତାର ଉନ୍ମୋଚିତ କରା ଯାଇଥିଲା। ଦେବେନ୍ଦ୍ର ବେହେରା,ଜଗନ୍ନାଥ ସାହୁ, ଉପେନ୍ଦ୍ର କୁଲ୍ହାରୀ,କମଳାକାନ୍ତ ସାହୁ ,ବେଣୁଧର ଦାସ , ପୂର୍ଣେନ୍ଦୁ ନାରାୟଣ ହାଜରା, ସୁକୁମାର ଜେନା, ନଗେନ୍ଦ୍ର ଦଣ୍ଡପାଟ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।1
- ଠିଆ ହୋଇ ହାତ ଯୋଡିଲେ ବାଚସ୍ପତି ଗୃହ ରେ କିନ୍ତୁ ବିରୋଧି ଦଳ ଶୁଣିଲେ ନାହିଁ1
- Post by Khabar1
- ଭଦ୍ରକ ଜିଲ୍ଲା ପ୍ରଶାସନ ସ୍ଥାନୀୟ ସହୀଦ ସ୍ମୃତି ଭବନରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଫେବୃଆରୀ ୨0ତାରିଖରେ ସାରା ବିଶ୍ୱ ପାଳୁଥିବାବେଳେ ଆମ ଜିଲ୍ଲାରେ ମଧ୍ୟ ବିଶ୍ୱ ସାମାଜିକ ନ୍ୟାୟ ଦିବସ ଜିଲ୍ଲା ସ୍ତରୀୟ ବରିଷ୍ଠ ନାଗରିକ ମାନଙ୍କ ଉପସ୍ଥିତରେ ପାଳନ କରାଯାଇଛି,ପ୍ରାତଃ 7:30ରେ ଯୋଗ ଶିବିର ପରେ ପରେ ଜଳଖିଆ ତାପରେ ଜିଲ୍ଲା ହସ୍ପିଟାଲ ଡାକ୍ତର ଙ୍କ ଦ୍ୱାରା ସ୍ୱାସ୍ଥ୍ୟ ଶିବିର ମାନ କରାଯାଇଛି, ଦ୍ୱିତୀୟ ପର୍ଯ୍ୟାୟରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଜିଲ୍ଲାପାଳ ଦିଲୀପ ରାଉତରାଏ, ସମ୍ମାନିତ ଅତିଥି ଅତିରିକ୍ତ ଜିଲ୍ଲାପାଳ ସରୋଜ କୁମାର ଦତ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ପ୍ରମୋଦ କୁମାର ପ୍ରହରାଜ,ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅଂଶୁମାନ ଦିବେଦୀ ଜିଲ୍ଲା ବରିଷ୍ଠ ନାଗରିକ ମହାସଂଘର ସଭାପତି ଲଲାଟେନ୍ଦୁ ମହାନ୍ତି, ସମ୍ପାଦକ କୈଳାଶ ଚନ୍ଦ୍ର ମହାପାତ୍ର, ମହାସଂଘ କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପଦ୍ମନ କୁମାର ରାୟ, ଜିଲ୍ଲାଜଜ ର ପ୍ରତିନିଧି ତାପସ କୁମାର ମହାନ୍ତି, ଜିଲ୍ଲା ସଂଚୟ ଅଧିକାରିଣୀ ମୋନାଲିସା ପଣ୍ଡା, ଜିଲ୍ଲା ଲିଡ଼ ବ୍ୟାଙ୍କ ଅଧିକାରୀ ଓ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଖଗେଶ୍ୱର ସେଠୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସୁବାଷ ଚନ୍ଦ୍ର ନାୟକଙ୍କ ଉପସ୍ଥିତ ରେ ଜିଲ୍ଲପାଳ ରାଉତରାଏ ଆଜିର ଦିବସ ବରିଷ୍ଠ ମାନଙ୍କ ପ୍ରତି ସମାଜ ତଥା ପରିବାର ବର୍ଗ ସମ୍ମାନର ସହ ବଞ୍ଚିବାର ଅଧିକାର ସହ ବୁଦ୍ଧ ପିତାମାତା ଅବହେଳାର ଶିକାର ଯେପରି ନ ହେବେସେଥିପ୍ରତି ସମସ୍ତଙ୍କ ସ୍ନେହ ଆଉ ଶ୍ରଦ୍ଧା ରହିଲେ ଏକ ସୁସ୍ଥ ସମାଜ ଓ ଶ୍ରେଷ୍ଠ ଭାରତର ସ୍ୱପ୍ନ ସାକାର ହେବ, ଅନ୍ୟତମ ମଞ୍ଚାସିନ ଅତିଥି ବୃନ୍ଦ ସାମାଜିକ ନ୍ୟାୟ ଦିବସ ଉପରେ ବିଶଦ ଆଲୋଚନା କରି ଥିବା ବେଳେ ବରିଷ୍ଠ ମାନେ ସାଇବର ଠକେଇର ଶିକାର ନହେବା,ଆଇନଗତ ସେବା, ସମ୍ପତ୍ତିଗତ ଅଧିକାର,ଓ ବରିଷ୍ଠ ନାଗରିକ ସଂଚୟ ଉପରେ ଆଲୋଚନା କରିଥିଲେ, ବ୍ଲକ ଓ ପଂଚାୟତ ସ୍ତରରୁ ସମସ୍ତ ଅଠେଇଶ ଗୋଟି ସଂଘର ସଦସ୍ୟ ସଦସ୍ୟା ମାନଙ୍କୁ ଉତ୍ତରୀୟ ଦେଇ ସ୍ୱାଗତ କରିବା ସହ ପଇଂଚାଳିଶ ଜଣ ଵୟୋବୃଦ୍ଧ ବ୍ୟକ୍ତିଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମାଜରେ ବରିଷ୍ଠଙ୍କ ହିତରେ କାର୍ଯ୍ୟ କରୁଥିବାରୁ ବରିଷ୍ଠ ନାଗରିକ ସେବା ସମ୍ମାନରେ ସମ୍ମାନିତ କରି ଥିଲେ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସଭାପତିତ୍ବ କରୁଥିବା ବେଳେ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସଭା ସଂଚାଳନ କରିବା ସହ ବିଭାଗୀୟ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ, ବରିଷ୍ଠ ସହାୟକ ବିଦୁଶଙ୍କର ନାୟକ ଧନ୍ୟବାଦ ଅର୍ପଣ କରି ଉପସ୍ଥିତ ସମସ୍ତ ବ୍ୟକ୍ତି ବିଶେଷ ଙ୍କୁ ମଧ୍ୟାହ୍ନ ଭୋଜନରେ ଆପ୍ୟାୟିତ କରିଥିଲେ, ଏତାଦୃଶ କାର୍ଯ୍ୟକ୍ରମ କୁ ସରସ ସୁନ୍ଦର କରିଥିବାରୁ ସମସ୍ତ ବରିଷ୍ଠ ନାଗରିକ ଜିଲ୍ଲା ପ୍ରଶାସନର ମୁଖ୍ୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଇଥିଲେ1
- ରାଜ୍ୟରେ ଚାଲୁଥିବା ମେଟ୍ରିକ ପରୀକ୍ଷାର ଦ୍ୱିତୀୟ ଦିନ ଭଦ୍ରକ ଜିଲ୍ଲାର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଶାନ୍ତି ଓ ଶୃଙ୍ଖଳା ମଧ୍ୟରେ ସଫଳତାର ସହିତ ସମ୍ପନ୍ନ ହୋଇଛି। ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ, ପ୍ରତ୍ୟେକ କେନ୍ଦ୍ରରେ ପୋଲିସ ମୋତାୟନ ହୋଇଥିଲେ। ସକାଳୁ ହିଁ ପରୀକ୍ଷାର୍ଥୀମାନେ ଉତ୍ସାହର ସହ କେନ୍ଦ୍ରଗୁଡ଼ିକୁ ପହଞ୍ଚିଥିଲେ। ପ୍ରଶ୍ନପତ୍ର ସମ୍ବନ୍ଧରେ ଅଧିକାଂଶ ଛାତ୍ରଛାତ୍ରୀ ସନ୍ତୋଷ ପ୍ରକାଶ କରିଥିବା ସୂଚନା ମିଳିଛି। ଅନେକ ଛାତ୍ରଛାତ୍ରୀ କହିଛନ୍ତି ଯେ, ପ୍ରଶ୍ନପତ୍ର ସିଲାବସ୍ ଅନୁଯାୟୀ ଥିବାରୁ ସେମାନେ ଭଲ ଭାବେ ଲେଖିପାରିଛନ୍ତି। ଜିଲ୍ଲା ପ୍ରଶାସନ ଓ ଶିକ୍ଷା ବିଭାଗ ପକ୍ଷରୁ ନିୟମିତ ନିରୀକ୍ଷଣ ଜାରି ରହିଥିବା ବେଳେ, କୌଣସି ଅପ୍ରୀତିକର ଘଟଣା ଘଟିନଥିବା ଜଣାପଡ଼ିଛି। କପି ରୋକିବା ପାଇଁ କଡା ନଜରଦାରି ବ୍ୟବସ୍ଥା କରାଯାଇଥିଲା।1
- ଜାତୀୟ ରାଜପଥ ଓ ରାଜ୍ୟ ରାଜପଥ ବିକାଶ କୁ ଗୁରୁତ୍ଵ।1
- ଓଡ଼ିଶା ବଜେଟ ଅଧିବେଶନ ୨୭/୨୭ରେ କଣ ବଢ଼ିଲା କଣ କମିଲା ଓଡ଼ିଶା କୁ ସରକାର ଦେଲେ କେଉଁ ବିଭାଗ କୁ କେତେ ଟଙ୍କା1
- ଭଦ୍ରକ- ଘରକୁ ଫେରୁଥିଲା ବେଳେ ସୁନା ଦୋକାନୀ ଙ୍କ ଠାରୁ ଲୁଟ ଘଟଣାରେ ଭଦ୍ରକ ଟାଉନ ପୋଲିସ କୁ ମିଳିଛି ବଡ଼ ସଫଳତା । ଛୀନତାଇ କରି ଲୁଟି ନେଇ ଥିବା ସୁନା ଓ ରୁପା ଅଳଙ୍କାର ଉଦ୍ଧାର. ଦୁଇ ଲୁଟେରା ଗିରଫ । ଗିରଫ ଦୁଇ ଲୁଟେରା ହେଲେ ଯାଜପୁର ଜିଲ୍ଲା କୋରେଇ ଥାନା ଅଂଚଳ ର କେ ଦୁଲାଲ ଏବଂ ବିକ୍ରମ ଦାସ ।1