logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଉମେରକୋଟ ଅଂଚଳ ରେ ରନ୍ଧନ ଗ୍ୟାସ ନ ମିଳିବାରୁ ରାଜ ରାସ୍ତା କୁ ଓହଲ୍ଲାଇ ଲେ କଂଗ୍ରେସ କର୍ମୀ ଓ ସାଧାରଣ ଜନତା

2 hrs ago
user_Jitendra mohanty
Jitendra mohanty
Agricultural machinery manufacturer ଉମରକୋଟ, ନବରଙ୍ଗପୁର, ଓଡ଼ିଶା•
2 hrs ago

ଉମେରକୋଟ ଅଂଚଳ ରେ ରନ୍ଧନ ଗ୍ୟାସ ନ ମିଳିବାରୁ ରାଜ ରାସ୍ତା କୁ ଓହଲ୍ଲାଇ ଲେ କଂଗ୍ରେସ କର୍ମୀ ଓ ସାଧାରଣ ଜନତା

More news from ଓଡ଼ିଶା and nearby areas
  • ଉମେରକୋଟ ଅଂଚଳ ରେ ରନ୍ଧନ ଗ୍ୟାସ ନ ମିଳିବାରୁ ରାଜ ରାସ୍ତା କୁ ଓହଲ୍ଲାଇ ଲେ କଂଗ୍ରେସ କର୍ମୀ ଓ ସାଧାରଣ ଜନତା
    1
    ଉମେରକୋଟ ଅଂଚଳ ରେ ରନ୍ଧନ ଗ୍ୟାସ ନ ମିଳିବାରୁ ରାଜ ରାସ୍ତା କୁ ଓହଲ୍ଲାଇ ଲେ କଂଗ୍ରେସ କର୍ମୀ ଓ ସାଧାରଣ ଜନତା
    user_Jitendra mohanty
    Jitendra mohanty
    Agricultural machinery manufacturer ଉମରକୋଟ, ନବରଙ୍ଗପୁର, ଓଡ଼ିଶା•
    2 hrs ago
  • ବାର୍ ଭିତରେ ଆକ୍ରମଣ ଜଣେ ଗୁରୁତର
    1
    ବାର୍ ଭିତରେ ଆକ୍ରମଣ ଜଣେ ଗୁରୁତର
    user_Kopad Breaking News
    Kopad Breaking News
    କୋଟପାଡ, କୋରାପୁଟ, ଓଡ଼ିଶା•
    17 hrs ago
  • ଦେଖନ୍ତୁ ଜିଲ୍ଲା କଳାହାଣ୍ଡି ଓ ରାୟଗଡ଼ା ର 🙏🙏🙏
    1
    ଦେଖନ୍ତୁ ଜିଲ୍ଲା କଳାହାଣ୍ଡି ଓ ରାୟଗଡ଼ା ର 🙏🙏🙏
    user_Baleswar Naik
    Baleswar Naik
    Thuamul Rampur, Kalahandi•
    6 hrs ago
  • ସମଗ୍ର ଶିକ୍ଷଣ ସାମଗ୍ରୀ ତାଲିମ୍ ଶିବିର ଉଦଯାପିତ ଜୟପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ଅଧିନସ୍ଥ ଦକ୍ଷିଣ ପ୍ରାଥମିକ ଗୋଷ୍ଠୀ ସାଧନ କେନ୍ଦ୍ର ର ବିଭିନ୍ନ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ନେଇ ସୁନାରି ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ତା ୧୭.୦୪.୨୦୨୬ ଓ ୧୮.୦୪.୨୦୨୬ ରିଖ ଦୁଇ ଦିନ ଧରି ସମଗ୍ର ଶିକ୍ଷଣ ସାମଗ୍ରୀ ତାଲିମ୍ ଶିବିର ଅନୁଷ୍ଠିତ ହୋଇଥିଲା
    1
    ସମଗ୍ର ଶିକ୍ଷଣ ସାମଗ୍ରୀ ତାଲିମ୍ ଶିବିର ଉଦଯାପିତ
ଜୟପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ଅଧିନସ୍ଥ ଦକ୍ଷିଣ ପ୍ରାଥମିକ ଗୋଷ୍ଠୀ ସାଧନ କେନ୍ଦ୍ର ର ବିଭିନ୍ନ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ନେଇ  ସୁନାରି ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ତା ୧୭.୦୪.୨୦୨୬ ଓ ୧୮.୦୪.୨୦୨୬ ରିଖ ଦୁଇ ଦିନ ଧରି ସମଗ୍ର ଶିକ୍ଷଣ ସାମଗ୍ରୀ ତାଲିମ୍ ଶିବିର  ଅନୁଷ୍ଠିତ ହୋଇଥିଲା
    user_UD MEDIA NEWS
    UD MEDIA NEWS
    Journalist ଜୟପୁର, କୋରାପୁଟ, ଓଡ଼ିଶା•
    1 hr ago
  • 106 ଏକର ଜମି ଆନ୍ଧ୍ର ସରକାର ଓଡିଶା ର ଜମି ଅଧିଗ୍ରହଣ କରିବା କାହା ସ୍ୱାର୍ଥରେ --------------------------------------- ଚଳିତ ମାସ 18 04 2026 ତାରିଖ ଦିନ ସି ପି ଆଇ (ଏମଏଲ) ଲିବରେସନ ତରଫରୁ ସତ୍ୟ ଅନୁ ସଦାଂନ କାରୀ 5 ଜଣିଆ କମିଟି ପାଣି ଡଗଂର ନଦୀ ଗର୍ଭ ନିକଟକୁ ଯାଇ ତଦନ୍ତ କରିଛନ୍ତି । 2004 ମସିହା ରୁ ଗୁଡାରୀ ଠାରେ ପାଣି ଡଙ୍ଗର ପ୍ରକଳ୍ପ ନିର୍ମାଣ କରିବା ପାଇଁ କାର୍ଯ୍ୟାଳୟ ଖୋଲା ଯାଇ ସର୍ଭେ କରାଯାଇ 2005 ଅଗଷ୍ଟ 19 ତାରିଖ ଦିନ ଗୁଡାରି ବଂଶଧାରା କଲୋନୀ ରେ ବଂଶଧାରା ଋଷିକୁଲ୍ୟା ସଂଯୋଗୀକରଣ ପ୍ରକଳ୍ପ ନାମର ଏକ ଅଫିସ ଖୋଲା ଯାଇଛି ଏବଂ ବାର୍ତ୍ତମାନ ଭୁତ କୋଟିପାଲିଟିଛି L ପାଣିଡଗଂର ପ୍ରକଲ୍ପ ଆନୁସଙ୍ଗିକ ସର୍ବେ କାମ ତିନି ତିନି ଥର କରାଯାଇଥିଲା l ଧୀରେଧୀରେ ଜଳ ସେଚନ ବିଭାଗ ର ଆନ୍ତରିକତା ଓ ନିର୍ବାଚନ ପ୍ରତିନିଧି ମାନଙ୍କ ହେୟଜ୍ଞାନ ଯୋଗୁଁ ପ୍ରକଳ୍ପ ନାଲିପିତା ତଳେ ପଡି ରହିଛି l କେନାଲ ସର୍ଭେ ପାଇଁ ଏକ କର୍ମଚାରି କୁ ନିଯୁକ୍ତି କରିବା ପରେ ବର୍ଷ ବର୍ଷ ଧରି କାମ କରୁଥିବା କର୍ମଚାରି ଟକାଂ ନପାଇବା ସରକାରକଂ ଦୁର୍ବଳତା ବୋଲି ଜଣା ପଡୁଛି l କେନ୍ଦ୍ର ସରକାର ଓ ରାଜ୍ୟ ସରକାର ପାଣି ଡଙ୍ଗର ପ୍ରକଳ୍ପ ନିର୍ମାଣ କରିବା ପାଇଁ ପଦକ୍ଷେପ ଗ୍ରହଣ କରନ୍ତି ତାହା ହେଲେ ଆନ୍ଦୋଳନ କୁ ତୀବ୍ରତର କରାଯିବା ନେଇ ସିପିଆଇ( ଏମ୍ଏଲ) ଲିବରେସନ ଜିଲ୍ଲା ସମ୍ପାଦକ ତ୍ରିପତି ଗମାଙ୍ଗ, ବୃନ୍ଦାବନ ବିଡିକା ଚେତାବନୀ ଦେଇଛନ୍ତି । ଭାଜପା ସରକାର କ୍ରମାଗତ ଭାବେ ଅନ୍ୟାୟ କରିଚାଲିଛନ୍ତି l ବିଜେପି ରାଜନୈତିକ ସ୍ୱାର୍ଥ ସାଧନ ଲାଗି ସବୁବେଳେ ଆନ୍ଧ୍ରପ୍ରଦେଶ ସରକାରଙ୍କ ପ୍ରତି ସମ୍ବେଦନଶୀଳ ରହି ଆସିଛନ୍ତି l ବଂଶଧାରା ଉପରମୁଣ୍ଡରେ ବଡ଼ ପ୍ରକଳ୍ପ କରିବା ଦ୍ୱାରା କେନ୍ଦ୍ର ର ଅନୁମତି ଆବଶ୍ୟକ ପଡୁଥିବା କାରଣରୁ ଏହାକୁ ଏଡାଇ ବଂଶଧାରା ନଦୀ ଜଳ ରେ ଓଡ଼ିଶାର 50 ପ୍ରତିଶତ ଜଳ ହକ କୁ କାର୍ଯ୍ୟ ରେ ଲଗାଇ ଛୋଟ ଛୋଟ ପ୍ରକଳ୍ପ ଦ୍ବାରା ବଂଶଧାରା ଅବବାହିକା ଚାଷୀ ,ଜନତା ଓ ପରିବେଶ ସୁରକ୍ଷା ନିମନ୍ତେ ଯୋଜନା କରି ପ୍ରାୟ 1200 କୋଟି ଟଙ୍କା ଅନୁମୋଦନ କରି ଖର୍ଚ କରିଥିଲେ l କିନ୍ତୁ ବର୍ତ୍ତମାନ ଭାଜପା ସରକାର ନିଜ ସାଥି ଆନ୍ଧ୍ରପ୍ରଦେଶ ର ସ୍ୱାର୍ଥ ରକ୍ଷା ନିମନ୍ତେ ଉକ୍ତ ପ୍ରକଳ୍ପ କୁ ଶୀତଳ ଭଣ୍ଡାର ରେ ଫୋପାଡି ଦେବା ଦୁର୍ଭାଗ୍ୟ ଜନକ l ସରକାର ଗୁଣପୁର ବାସୀଙ୍କ ସ୍ଵାର୍ଥ ରକ୍ଷା ରେ ତତ୍ପର ନହେଲେ ଏପ୍ରିଲ 22 ତାରିଖ ଦିନ ଗୁଣପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିବା ସହ ପ୍ରଧାନମନ୍ତ୍ରୀ କଂ ଉଦ୍ଧେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରିବା ପାଇଁ ସି ପି ଆଇ ( ଏମଏଲ) ଲିବରେସନ ଜିଲ୍ଲା ସମ୍ପାଦକ ତ୍ରିପତି ଗମାଙ୍ଗ ଏକ ବିବୃତି ଦେଇଛନ୍ତି। ଉପସ୍ଥିତ ଥିଲେ ବୃନ୍ଦାବନ ବିଡିକା, ପ୍ରକାଶ ମାଝୀ, ବାସୁ ମମ୍ଭାଲାକା, କରୁଣା କର ଲିମି ନିବେଦକ ତ୍ରିପତି ଗମାଙ୍ଗ ଜିଲ୍ଲା ସମ୍ପାଦକ ସି ପି ଆଇ (ଏମଏଲ) ଲିବରେସନ ରାୟଗଡା ଜିଲ୍ଲା କମିଟି, ଓଡିଶା
    1
    106 ଏକର ଜମି ଆନ୍ଧ୍ର ସରକାର ଓଡିଶା ର ଜମି ଅଧିଗ୍ରହଣ କରିବା କାହା ସ୍ୱାର୍ଥରେ
---------------------------------------
ଚଳିତ ମାସ 18 04 2026 ତାରିଖ ଦିନ ସି ପି ଆଇ (ଏମଏଲ) ଲିବରେସନ ତରଫରୁ ସତ୍ୟ ଅନୁ ସଦାଂନ କାରୀ 5 ଜଣିଆ କମିଟି ପାଣି ଡଗଂର ନଦୀ ଗର୍ଭ ନିକଟକୁ ଯାଇ ତଦନ୍ତ  କରିଛନ୍ତି । 
2004 ମସିହା ରୁ ଗୁଡାରୀ ଠାରେ ପାଣି ଡଙ୍ଗର ପ୍ରକଳ୍ପ ନିର୍ମାଣ କରିବା ପାଇଁ  କାର୍ଯ୍ୟାଳୟ ଖୋଲା ଯାଇ ସର୍ଭେ କରାଯାଇ 2005 ଅଗଷ୍ଟ 19 ତାରିଖ ଦିନ  ଗୁଡାରି ବଂଶଧାରା କଲୋନୀ ରେ  ବଂଶଧାରା ଋଷିକୁଲ୍ୟା ସଂଯୋଗୀକରଣ ପ୍ରକଳ୍ପ ନାମର ଏକ ଅଫିସ  ଖୋଲା ଯାଇଛି ଏବଂ ବାର୍ତ୍ତମାନ ଭୁତ କୋଟିପାଲିଟିଛି L ପାଣିଡଗଂର ପ୍ରକଲ୍ପ ଆନୁସଙ୍ଗିକ ସର୍ବେ କାମ ତିନି ତିନି ଥର କରାଯାଇଥିଲା l ଧୀରେଧୀରେ ଜଳ ସେଚନ ବିଭାଗ ର ଆନ୍ତରିକତା ଓ ନିର୍ବାଚନ ପ୍ରତିନିଧି ମାନଙ୍କ ହେୟଜ୍ଞାନ ଯୋଗୁଁ ପ୍ରକଳ୍ପ ନାଲିପିତା ତଳେ ପଡି ରହିଛି l କେନାଲ ସର୍ଭେ ପାଇଁ ଏକ କର୍ମଚାରି କୁ ନିଯୁକ୍ତି କରିବା ପରେ ବର୍ଷ ବର୍ଷ ଧରି କାମ କରୁଥିବା କର୍ମଚାରି ଟକାଂ ନପାଇବା ସରକାରକଂ ଦୁର୍ବଳତା ବୋଲି ଜଣା ପଡୁଛି l କେନ୍ଦ୍ର ସରକାର ଓ ରାଜ୍ୟ ସରକାର ପାଣି ଡଙ୍ଗର ପ୍ରକଳ୍ପ ନିର୍ମାଣ କରିବା ପାଇଁ ପଦକ୍ଷେପ ଗ୍ରହଣ କରନ୍ତି ତାହା ହେଲେ ଆନ୍ଦୋଳନ କୁ ତୀବ୍ରତର କରାଯିବା ନେଇ ସିପିଆଇ( ଏମ୍ଏଲ) ଲିବରେସନ ଜିଲ୍ଲା ସମ୍ପାଦକ ତ୍ରିପତି ଗମାଙ୍ଗ, ବୃନ୍ଦାବନ ବିଡିକା ଚେତାବନୀ ଦେଇଛନ୍ତି । 
ଭାଜପା  ସରକାର କ୍ରମାଗତ ଭାବେ ଅନ୍ୟାୟ କରିଚାଲିଛନ୍ତି l ବିଜେପି ରାଜନୈତିକ ସ୍ୱାର୍ଥ ସାଧନ ଲାଗି  ସବୁବେଳେ ଆନ୍ଧ୍ରପ୍ରଦେଶ ସରକାରଙ୍କ ପ୍ରତି ସମ୍ବେଦନଶୀଳ ରହି ଆସିଛନ୍ତି l  ବଂଶଧାରା  ଉପରମୁଣ୍ଡରେ ବଡ଼ ପ୍ରକଳ୍ପ କରିବା ଦ୍ୱାରା କେନ୍ଦ୍ର ର ଅନୁମତି ଆବଶ୍ୟକ ପଡୁଥିବା କାରଣରୁ ଏହାକୁ ଏଡାଇ ବଂଶଧାରା ନଦୀ ଜଳ ରେ ଓଡ଼ିଶାର  50 ପ୍ରତିଶତ ଜଳ ହକ କୁ କାର୍ଯ୍ୟ ରେ ଲଗାଇ ଛୋଟ ଛୋଟ ପ୍ରକଳ୍ପ ଦ୍ବାରା ବଂଶଧାରା ଅବବାହିକା ଚାଷୀ ,ଜନତା ଓ ପରିବେଶ ସୁରକ୍ଷା ନିମନ୍ତେ ଯୋଜନା କରି ପ୍ରାୟ  1200 କୋଟି ଟଙ୍କା ଅନୁମୋଦନ କରି ଖର୍ଚ କରିଥିଲେ l କିନ୍ତୁ ବର୍ତ୍ତମାନ ଭାଜପା ସରକାର ନିଜ ସାଥି ଆନ୍ଧ୍ରପ୍ରଦେଶ ର ସ୍ୱାର୍ଥ ରକ୍ଷା ନିମନ୍ତେ ଉକ୍ତ ପ୍ରକଳ୍ପ କୁ ଶୀତଳ ଭଣ୍ଡାର ରେ ଫୋପାଡି ଦେବା ଦୁର୍ଭାଗ୍ୟ ଜନକ l 
ସରକାର ଗୁଣପୁର ବାସୀଙ୍କ ସ୍ଵାର୍ଥ ରକ୍ଷା ରେ ତତ୍ପର ନହେଲେ ଏପ୍ରିଲ 22 ତାରିଖ ଦିନ ଗୁଣପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିବା ସହ ପ୍ରଧାନମନ୍ତ୍ରୀ କଂ ଉଦ୍ଧେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରିବା ପାଇଁ ସି ପି  ଆଇ ( ଏମଏଲ) ଲିବରେସନ ଜିଲ୍ଲା ସମ୍ପାଦକ ତ୍ରିପତି ଗମାଙ୍ଗ ଏକ ବିବୃତି ଦେଇଛନ୍ତି। 
ଉପସ୍ଥିତ ଥିଲେ 
ବୃନ୍ଦାବନ ବିଡିକା, ପ୍ରକାଶ ମାଝୀ, ବାସୁ ମମ୍ଭାଲାକା, କରୁଣା କର ଲିମି
ନିବେଦକ
ତ୍ରିପତି ଗମାଙ୍ଗ
ଜିଲ୍ଲା ସମ୍ପାଦକ 
ସି ପି ଆଇ (ଏମଏଲ) ଲିବରେସନ 
ରାୟଗଡା ଜିଲ୍ଲା କମିଟି, ଓଡିଶା
    user_Tuna Behera
    Tuna Behera
    କାଶୀପୁର, ରାୟଗଡା, ଓଡ଼ିଶା•
    38 min ago
  • ବର୍ତମାନ ସମଗ୍ର ଟିଟିଲାଗଡ଼ ଅଂଚଳ ରେ ତାପମାତ୍ରା ୪୩ଡିଗ୍ରୀ ଉପରେ ରହୁଛି l ଭୟଙ୍କର ରୌଦ୍ରତାପ ଜାରି ରହିଛି l ଅନ୍ୟ ପଟରେ ଟିଟିଲାଗଡ଼ ସହର କୁ ଲାଗି ରହିଥିବା ବର୍ଣ୍ଣି ଜଙ୍ଗଲ ରେ ନିଆଁ ଲାଗି ବହୁ ମୂଲ୍ୟବାନ ଗଛ ଗୁଡିକ ଜଳି ପୋଡି ପାଉଁଶ ହେବାରେ ଲାଗିଛି l ତାପମାତ୍ରା କୁ ରୋକିବାକୁ ହେଲେ ବ୍ୟାପକ ଵନିକରଣ ର ଆବଶ୍ୟକ ରହିଥିବା ବେଳେ ସ୍ଥାନୀୟ ଜଙ୍ଗଲ ବିଭାଗ ଅଧିକାରୀ ଙ୍କ ଅପାରଗତା ଯୋଗୁଁ ଯେଉଁ ଟିକକ ଜଙ୍ଗଲ ରହିଛି ତାହା ବି ନିଆଁ ର କବଳରେ ରହି ଛାରଖାର ହେବାରେ ଲାଗିଛି l ବୃକ୍ଷ ରୋପଣ, ଜଙ୍ଗଲ ସୃଷ୍ଟି ନେଇ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି l ଜଳବାୟୁ, ପାଣିପାଗ ତଥା ପରିବେଶ ର ସଠିକ ସନ୍ତୁଳନ ପାଇଁ ଜଙ୍ଗଲ ନିହାତି ଆବଶ୍ୟକ ହୋଇଥିବା ବେଳେ ଏବେ ଜଙ୍ଗଲ ନଷ୍ଟ ହେଉଥିବା ଯୋଗୁଁ ପରିବେଶବିତ ମାନେ ଏହାକୁ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି l ରାଜ୍ୟ ରାଜକୋଷ ରୁ ଦରମା ନେଉଥିବା ବନବିଭାଗ ଜଙ୍ଗଲ ସୁରକ୍ଷା କରିବା ସହିତ ବିଭିନ୍ନ ସ୍ଥାନରେ ଲାଗିଥିବା ନିଆଁ କୁ ଲିଭାଇ ଜଙ୍ଗଲ ବଞ୍ଚାଇବା ପାଇଁ ଆବଶ୍ୟକ ପଦକ୍ଷେପ ନେବା ଜରୁରୀ l ନଚେତ ଆଗକୁ ଏହାର ପ୍ରଭାବ ପରିବେଶ ଉପରେ ପଡିବା ସହିତ ଟିଟିଲାଗଡ଼ ର ତାପମାତ୍ରା ଆହୁରି ବଢିବ....
    3
    ବର୍ତମାନ ସମଗ୍ର ଟିଟିଲାଗଡ଼ ଅଂଚଳ ରେ ତାପମାତ୍ରା ୪୩ଡିଗ୍ରୀ ଉପରେ ରହୁଛି l ଭୟଙ୍କର ରୌଦ୍ରତାପ ଜାରି ରହିଛି l ଅନ୍ୟ ପଟରେ ଟିଟିଲାଗଡ଼ ସହର କୁ ଲାଗି ରହିଥିବା ବର୍ଣ୍ଣି ଜଙ୍ଗଲ ରେ ନିଆଁ ଲାଗି ବହୁ ମୂଲ୍ୟବାନ ଗଛ ଗୁଡିକ ଜଳି ପୋଡି ପାଉଁଶ ହେବାରେ ଲାଗିଛି l ତାପମାତ୍ରା କୁ ରୋକିବାକୁ ହେଲେ ବ୍ୟାପକ ଵନିକରଣ ର ଆବଶ୍ୟକ ରହିଥିବା ବେଳେ ସ୍ଥାନୀୟ ଜଙ୍ଗଲ ବିଭାଗ ଅଧିକାରୀ ଙ୍କ ଅପାରଗତା ଯୋଗୁଁ ଯେଉଁ ଟିକକ ଜଙ୍ଗଲ ରହିଛି ତାହା ବି ନିଆଁ ର କବଳରେ ରହି ଛାରଖାର ହେବାରେ ଲାଗିଛି l ବୃକ୍ଷ ରୋପଣ, ଜଙ୍ଗଲ ସୃଷ୍ଟି ନେଇ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି l  ଜଳବାୟୁ, ପାଣିପାଗ ତଥା ପରିବେଶ ର ସଠିକ ସନ୍ତୁଳନ ପାଇଁ ଜଙ୍ଗଲ ନିହାତି ଆବଶ୍ୟକ ହୋଇଥିବା ବେଳେ ଏବେ ଜଙ୍ଗଲ ନଷ୍ଟ ହେଉଥିବା ଯୋଗୁଁ ପରିବେଶବିତ ମାନେ ଏହାକୁ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି l ରାଜ୍ୟ ରାଜକୋଷ ରୁ ଦରମା ନେଉଥିବା ବନବିଭାଗ ଜଙ୍ଗଲ ସୁରକ୍ଷା କରିବା ସହିତ ବିଭିନ୍ନ ସ୍ଥାନରେ ଲାଗିଥିବା ନିଆଁ କୁ ଲିଭାଇ ଜଙ୍ଗଲ ବଞ୍ଚାଇବା ପାଇଁ ଆବଶ୍ୟକ ପଦକ୍ଷେପ ନେବା ଜରୁରୀ l ନଚେତ ଆଗକୁ ଏହାର ପ୍ରଭାବ ପରିବେଶ ଉପରେ ପଡିବା ସହିତ ଟିଟିଲାଗଡ଼ ର ତାପମାତ୍ରା ଆହୁରି ବଢିବ....
    user_ସଞ୍ଜୟ କୁମାର ବେହେରା
    ସଞ୍ଜୟ କୁମାର ବେହେରା
    Photographer ଟିଟିଲାଗଡ଼, ବଲାଙ୍ଗୀର, ଓଡ଼ିଶା•
    7 hrs ago
  • ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବିଜେଡି କାର୍ଯ୍ୟାଳୟ ଠାରେ ଖଡ଼ିଆଳ ନିର୍ବାଚନ ମଣ୍ଡଳୀ ପକ୍ଷ୍ରୁ ପ୍ରବାଦ ପୁରୁଷ ଦିବସ ପାଳିତ I
    1
    ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବିଜେଡି କାର୍ଯ୍ୟାଳୟ ଠାରେ ଖଡ଼ିଆଳ ନିର୍ବାଚନ ମଣ୍ଡଳୀ ପକ୍ଷ୍ରୁ  ପ୍ରବାଦ ପୁରୁଷ ଦିବସ ପାଳିତ I
    user_Hareram karuan
    Hareram karuan
    ସାମ୍ବାଦିକ Nuapada, Odisha•
    19 hrs ago
  • ସ୍କୁଲ ଛାତ୍ରାବାସ ରେ ଅଷ୍ଟମ ଶ୍ରେଣୀ ଛାତ୍ର ଙ୍କ ଆତ୍ମ ହତ୍ୟା
    1
    ସ୍କୁଲ ଛାତ୍ରାବାସ ରେ ଅଷ୍ଟମ ଶ୍ରେଣୀ ଛାତ୍ର ଙ୍କ ଆତ୍ମ ହତ୍ୟା
    user_Jitendra mohanty
    Jitendra mohanty
    Agricultural machinery manufacturer ଉମରକୋଟ, ନବରଙ୍ଗପୁର, ଓଡ଼ିଶା•
    23 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.