ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ୍ ହଜିବା ଘଟଣା ଏକ ପ୍ରହସନ :- ପୂର୍ବତନ ସାଂସଦ ମହେଶ ସାହୁ ତାଳଚେର :-ଫାଇଲ୍ କେବେ ଠାରୁ ହଜିଛି, ତାହା ପୁଣି ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ତାହା ଠାରୁ ବଳି ଆଉ କଣ ଆଶ୍ଚର୍ୟ୍ଯ ର ଘଟଣା ହୋଇପାରେ। ଦିର୍ଘ ୧୮ବର୍ଷ ହେବ ତଳର ଘଟଣା ଏହାର ତଦନ୍ତ ଫାଇଲ୍ ଥିବା ସହ ସରକାର ଆସିବାରେ ଦୁଇବର୍ଷ ପାର ହୋଇଛି l ଏବେ ଫାଇଲ୍ ହଜିବା କଥା ପଦାକୁ ଆସିବା ସହ ଏହାକୁ ଖୋଜିବା ପାଇଁ ପ୍ରଥମେ କମିଟି ଗଠନ ପରେ ପୋଲିସ୍ ର ଆଶ୍ରୟ ନିଆଯାଇଛି । ତଥାପି ମନ ବୁଝିଲା ନାହିଁ ଯେ ଏହାକୁ କ୍ରାଇମ୍ ବ୍ରାଞ୍ଚ ଅଧିକାରୀଙ୍କୁ ଦାୟିତ୍ଵ ପ୍ରଦାନ କରାଯାଇଛି। ଅନ୍ୟପଟେ ଏହାକୁ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୋଟିଏ ପରେ ଗୋଟିଏ କଥା ବଦଳାଇ ଫାଇଲ ହଜିବା ସମ୍ପର୍କରେ ଅନେକ କଥା ଗଣମାଧ୍ୟମରେ ପ୍ରକାଶ କରୁଛନ୍ତି ଏବଂ ଫାଇଲ୍ ହଜିବା ଓ ତାକୁ କିଏ ନେଇଛନ୍ତି ତାହାମଧ୍ୟ ମନ୍ତ୍ରୀ ମହାଶୟ ଜାଣି ଥିବା ସେ ନିଜେ ପ୍ରକାଶ କରୁଛନ୍ତି। ତେଣୁ ତାଙ୍କୁ ତଦନ୍ତ ପରିସରକୁ ଆଣିବାକୁ ଢେ଼ଙ୍କାନାଳ ର ପୂର୍ବତନ ସାଂସଦ ମହେଶ ସାହୁ ଦାବୀ କରିଛନ୍ତି। ଅନ୍ୟ ପକ୍ଷରେ ଅବସର ଗ୍ରହଣ କରିସାରିଥିବା ଅଧିକାରୀଙ୍କୁ କ୍ରାଇମ୍ ବ୍ରାଞ୍ଚ ପକ୍ଷରୁ ଡାକରା କରାଯାଇ ପଚରା ଉଚରା କରାଯାଉଥିବା ବେଳେ ବର୍ତ୍ତମାନ କାର୍ଯ୍ୟରତ ଗୃହ ବିଭାଗ ଅଧିକାରୀ ଙ୍କୁ ପଚରା ଉଚରା କେବେ ହେବ ବୋଲି ଶ୍ରୀ ସାହୁ ଅଭିଯୋଗ କରିଛନ୍ତି। ତେବେ ଏ ସମ୍ପର୍କରେ ପୂର୍ବତନ ମୂଖ୍ୟ ଶାସନ ସଚିବ ବିଜୟ ପଟନାୟକ ଫାଇଲ୍ କେବେ ହଜିନ ଥିବ କିନ୍ତୁ ଏହା କୌଣସି ଏକ ସ୍ଥାନରେ ରହି ଯାଇଥିବ ବୋଲି କହିଛନ୍ତି। ଏଵଂ ଏହି ଫାଇଲ ର ସମସ୍ତ ଲେଖା ଓ ତଥ୍ୟ କମ୍ପ୍ୟୁଟର ରେ ଅପଲୋଡ଼ ହୋଇଥିବ ନିଶ୍ଚିତ ତାକୁ କାହିଁକି ସାର୍ବଜନୀନ କରାଯାଉନାହିଁ। ଯଦି କମ୍ପ୍ୟୁଟର ରେ ନାହିଁ ତେବେ ଅଫିସ ରେ କାହିଁକି କମ୍ପ୍ୟୁଟର ରଖାଯାଇଛି ବୋଲି ଶ୍ରୀ ସାହୁ ପ୍ରେସ ବିବୃତି ପ୍ରଶ୍ନ କରିଛନ୍ତି ଏବଂ ଚର୍ଚ୍ଚାକୁ ଆସିବା ପାଇଁ ଏହୀ ଫାଇଲ ହଜିବା ଘଟଣା ସରକାରି ଦଳର ନାଟକ ବାଜି ନୁହେଁ କି ବୋଲି ଅନୁରୂପ ଅଭିଯୋଗ କରିଛନ୍ତି ଶ୍ରୀ ସାହୁ। ଅନ୍ୟପକ୍ଷରେ ସ୍ବାମୀ ଲକ୍ଷ୍ମଣା ନନ୍ଦ ସରସ୍ଵତୀ ଙ୍କ ଦେହାନ୍ତ ପୂର୍ବରୁ କହିଥିଲେ ଯେ ମୃତ୍ୟୁ ତ ନିଶ୍ଚୟ ହେବ ଯଦି ବିଜେପି ବାଲା ଙ୍କ ବୁଦ୍ଧି ଥିବ ବିଜେପି ଉଧେଇବ ନଚେତ୍ ବିଜେପି ବୁଡିବ। ସେତେବେଳେ କ୍ଷମତା ଚାଲିଯିବା ଭୟରେ ସମର୍ଥନ ପ୍ରତ୍ୟାହାର ନକରି ନବୀନ ବାବୁ ଭଲ ଓ ଉଚିତ୍ ପଦକ୍ଷେପ ନେଉଛନ୍ତି ବୋଲି କହୁଥିବା ବେଳେ ଏବେ କୁମ୍ଭୀର କାନ୍ଦଣା କାନ୍ଦୁଥିବା ଶ୍ରୀ ସାହୁ କହିବା ସହ ପ୍ରକୃତରେ ଏହି କଥା ଲେଖା ଯାଇଥିବ ବୋଲି ଆଶଙ୍କା ଥିବାରୁ ଫାଇଲ କୁ ନିଜେ ହଜାଇ ଖୋଜିବାର ବାହାନା କରୁଥିବା କଥା ଆଶଙ୍କା ପ୍ରକାଶ ପାଇଛି ବୋଲି ବିଜେଡ଼ି ନେତା ତଥା ପୂର୍ବତନ ସାଂସଦ ମହେଶ ସାହୁ ଅଭିଯୋଗ କରି ପ୍ରେସ ବିବୃତି ରେ ପ୍ରକାଶ କରିଛନ୍ତି l

- Slug -ରେଙ୍ଗାଳି ଡ୍ୟାମ ରୁ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ l Date-30-07-2026 Place -Kaniha, Angul Report - Anchor - ଓଡିଶାର ଦ୍ଵିତୀୟ ବୃହତ୍ତମ ଜଳ ଭଣ୍ଡାର ରେଙ୍ଗାଳି ଡ୍ୟାମ ରୁ ଚଳିତ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଛି। ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ବ୍ରାହ୍ମଣୀ ମୁଖ୍ୟ ଯନ୍ତ୍ରୀ ଦ୍ୱାରା ଗେଟ୍ ଖୋଲା ଯାଇଛି। ୮ ନମ୍ବର ଗେଟ୍ ଦେଇ ଚଳିତ ବର୍ଷ ର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି। ଗୋଟିଏ ଗେଟ୍ ଓ ପାୱାର ଚ୍ୟାନେଲ ଦେଇ ପ୍ରତି ସେକେଣ୍ଡ ରେ 1650 ଘନ ମିଟର ଜଳ ନିଷ୍କାସନ ହେଉଛି। ସୂଚନା ଅନୁଯାୟୀ ଉପର ମୁଣ୍ଡ ରେ ବର୍ଷା ଫଳରେ ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା ବୃଦ୍ଧି ପାଇଥିଲା। ଫଳରେ ଆଜି ଦିନ ୧ ଟା ସମୟରେ ବନ୍ୟାଜଳ ନିଷ୍କାସନ କରିବାର ନିଷ୍ପତି ହୋଇଥିଲା। ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା 123.5 ମିଟର ରହିଥିବା ବେଳେ ବର୍ତ୍ତମାନ ଜଳ ଭଣ୍ଡାର ରେ 122.28 ମି ପାଣି ମହଜୁଦ୍ ରହିଛି । ଯାହାକି ଧୀରେ ଧୀରେ ବଢ଼ିବାକୁ ଲାଗିଛି। ତେବେ ଜଳ ଭଣ୍ଡାର ଭିତରକୁ 2735 ଘନ ମିଟର ଜଳ ପ୍ରବେଶ କରୁଥିବା ବେଳେ 1650 ଘନ ମିଟର ଜଳ ନିଷ୍କାସିତ ହେଉଛି। ଯାହାକୁ ନେଇ ତଳ ମୁଣ୍ଡରେ ଲୋକଙ୍କୁ ସତର୍କ କରାଯିବା ସହିତ ନଦୀ ପାଖକୁ କାହାକୁ ନ ଯିବାକୁ ବାରଣ ମଧ୍ୟ କରାଯାଇଛି। ଏଥି ସହିତ ମୁଖ୍ୟ ଯନ୍ତ୍ରୀ ଙ୍କ କହିବା ଅନୁଯାୟୀ ଯେତିକି ମାତ୍ରା ରେ ପାଣି ଏବେ ପ୍ରବାହିତ ହେବ ତାକୁ ନେଇ କୌଣସି ବନ୍ୟା ପରିସ୍ଥିତି ହେବାର ଆଶଙ୍କା ନାହିଁ। ଅନୁଗୋଳ ରୁ ଶିବରାମ ଙ୍କ ରିପୋର୍ଟ Slug -ରେଙ୍ଗାଳି ଡ୍ୟାମ ରୁ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ l Date-30-07-2026 Place -Kaniha, Angul Report - Anchor - ଓଡିଶାର ଦ୍ଵିତୀୟ ବୃହତ୍ତମ ଜଳ ଭଣ୍ଡାର ରେଙ୍ଗାଳି ଡ୍ୟାମ ରୁ ଚଳିତ ବର୍ଷ ର ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଛି। ବିଧି ଅନୁଯାୟୀ ପୂଜାର୍ଚ୍ଚନା ପରେ ବ୍ରାହ୍ମଣୀ ମୁଖ୍ୟ ଯନ୍ତ୍ରୀ ଦ୍ୱାରା ଗେଟ୍ ଖୋଲା ଯାଇଛି। ୮ ନମ୍ବର ଗେଟ୍ ଦେଇ ଚଳିତ ବର୍ଷ ର ପ୍ରଥମ ବନ୍ୟାଜଳ ନିଷ୍କାସନ ହେଉଛି। ଗୋଟିଏ ଗେଟ୍ ଓ ପାୱାର ଚ୍ୟାନେଲ ଦେଇ ପ୍ରତି ସେକେଣ୍ଡ ରେ 1650 ଘନ ମିଟର ଜଳ ନିଷ୍କାସନ ହେଉଛି। ସୂଚନା ଅନୁଯାୟୀ ଉପର ମୁଣ୍ଡ ରେ ବର୍ଷା ଫଳରେ ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା ବୃଦ୍ଧି ପାଇଥିଲା। ଫଳରେ ଆଜି ଦିନ ୧ ଟା ସମୟରେ ବନ୍ୟାଜଳ ନିଷ୍କାସନ କରିବାର ନିଷ୍ପତି ହୋଇଥିଲା। ରେଙ୍ଗାଳି ଜଳ ଭଣ୍ଡାର ର ଜଳ ଧାରଣା କ୍ଷମତା 123.5 ମିଟର ରହିଥିବା ବେଳେ ବର୍ତ୍ତମାନ ଜଳ ଭଣ୍ଡାର ରେ 122.28 ମି ପାଣି ମହଜୁଦ୍ ରହିଛି । ଯାହାକି ଧୀରେ ଧୀରେ ବଢ଼ିବାକୁ ଲାଗିଛି। ତେବେ ଜଳ ଭଣ୍ଡାର ଭିତରକୁ 2735 ଘନ ମିଟର ଜଳ ପ୍ରବେଶ କରୁଥିବା ବେଳେ 1650 ଘନ ମିଟର ଜଳ ନିଷ୍କାସିତ ହେଉଛି। ଯାହାକୁ ନେଇ ତଳ ମୁଣ୍ଡରେ ଲୋକଙ୍କୁ ସତର୍କ କରାଯିବା ସହିତ ନଦୀ ପାଖକୁ କାହାକୁ ନ ଯିବାକୁ ବାରଣ ମଧ୍ୟ କରାଯାଇଛି। ଏଥି ସହିତ ମୁଖ୍ୟ ଯନ୍ତ୍ରୀ ଙ୍କ କହିବା ଅନୁଯାୟୀ ଯେତିକି ମାତ୍ରା ରେ ପାଣି ଏବେ ପ୍ରବାହିତ ହେବ ତାକୁ ନେଇ କୌଣସି ବନ୍ୟା ପରିସ୍ଥିତି ହେବାର ଆଶଙ୍କା ନାହିଁ। ଅନୁଗୋଳ ରୁ ଶିବରାମ ଙ୍କ ରିପୋର୍ଟ1
- ଢେଙ୍କାନାଳ ଜିଲ୍ଲରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହାଦୁର୍ନୀତିର ନିଜେ ସମୀକ୍ଷା କରି ମନ୍ତ୍ରୀ ଦେଖାଇଲେ ନାଲିଆଖି. ଢେଙ୍କାନାଳ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗରିବ ହିତାଧିକାରୀ ହାତଗୁଞ୍ଜା ନଦେଇ ପାରିବାରୁ ସରକାରୀ ବାବୁ ଗରିବଙ୍କ ଘର କାଟି ଦେଲେ. ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ନିଜେ ଘରକୁ ଘର ଯାଇ ସମୀକ୍ଷା କରିବା ସହ ଅଫିସର ଙ୍କୁ ବଦଳି କରିବାକୁ ଦେଲେ କଡା ଚେତାବନୀ.1
- ଢେଙ୍କାନାଳ ଟାଟା ପକ୍ଷରୁ ୫ମ ଶ୍ରେଣୀ ପାସ କରିଥିବା ଯୁବକ ଯୁବତୀ ମାନଙ୍କ ପାଇଁ ରୋଜଗାର କରିବା ପାଇଁ ସୁଯୋଗ1
- ଚାଳିଶି ବର୍ଷ ଶିକ୍ଷକତା କରି ସମ୍ବର୍ଦ୍ଧିତ ହେଲେ ହିନ୍ଦୀ ଶିକ୍ଷକ.. ଗ୍ରାମବାସୀ ଆଜିଠାରୁ ଝୁରିବେ ସାର୍ ଙ୍କୁ... ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ସୋଗରେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଶିକ୍ଷକ ଶ୍ରୀଧର ଷେଣ୍ଢ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅନ୍ତର୍ଯ୍ୟାମୀ ସାହୁଙ୍କର ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଆଡ଼ମ୍ବରପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷକ, ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ ଏବଂ ଗ୍ରାମବାସୀଙ୍କ ଉପସ୍ଥିତିରେ ସମଗ୍ର ପରିବେଶ ଭାବବିହ୍ୱଳ ହୋଇଉଠିଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ଶ୍ରୀକାନ୍ତ ତରାଇ ଓ ଏକାଡେମୀର ମୁଖ୍ୟ ସୁଶାନ୍ତ ମହାପାତ୍ର ଯୋଗଦେଇଥିଲେ, ପ୍ରଥମେ ଅତିଥିମାନେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋଚିତ୍ର ନିକଟରେ ଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହାପରେ ଅତିଥି ଓ ବିଦ୍ୟାଳୟ ପକ୍ଷରୁ ଅବସରପ୍ରାପ୍ତ କର୍ମଚାରୀମାନଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ଓ ଉତ୍ତରୀୟ ପ୍ରଦାନ କରି ସମ୍ମାନିତ କରାଯାଇଥିଲା ଦୀର୍ଘ ୪୦ ବର୍ଷ ଧରି ସୋଗର ଗ୍ରାମରେ ରହି ହିନ୍ଦୀ ଶିକ୍ଷକ ଭାବେ ସେବା ପ୍ରଦାନ କରିଆସିଥିବା ଶ୍ରୀଧର ଷେଣ୍ଢ କେବଳ ଜଣେ ଶିକ୍ଷକ ନୁହଁନ୍ତି, ସେ ଥିଲେ ହଜାର ହଜାର ଛାତ୍ରଛାତ୍ରୀଙ୍କ ଆଦର୍ଶ, ପାଠପଢ଼ା ସହିତ ସେ ଛାତ୍ରଛାତ୍ରୀଙ୍କୁ ନିଜର ସାଙ୍ଗସାଥୀ ଭଳି ବ୍ୟବହାର କରୁଥିଲେ। ତାଙ୍କର ସରଳତା, ନିଷ୍ଠା ଓ କର୍ତ୍ତବ୍ୟପରାୟଣତା ଆଜି ମଧ୍ୟ ଅନେକଙ୍କ ପାଇଁ ପ୍ରେରଣା ହୋଇ ରହିଛି। ଅନୁଷ୍ଠାନରେ ଉପସ୍ଥିତ ନୂତନ ଓ ପୁରାତନ ଛାତ୍ରଛାତ୍ରୀମାନେ ନିଜ ଅନୁଭୂତି ବ୍ୟକ୍ତ କରିବା ସହିତ ଶ୍ରୀଧର ସାରଙ୍କ ସହିତ କାଟିଥିବା ସ୍ମୃତିକୁ ସମସ୍ତଙ୍କ ସହ ବାଣ୍ଟିଥିଲେ, ଅନେକ ଛାତ୍ରଛାତ୍ରୀ ଭାବବିହ୍ୱଳ ହୋଇପଡ଼ିଥିବା ବେଳେ, ଶ୍ରୀଧର ସାର ମଧ୍ୟ ନିଜ ବକ୍ତବ୍ୟରେ ବିଦ୍ୟାଳୟ ଓ ଛାତ୍ରଛାତ୍ରୀଙ୍କ ସହ ଥିବା ଅତୁଟ ସମ୍ପର୍କର କଥା ମନେପକାଇଥିଲେ। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସାଲାମୀ ମୁର୍ମୁଙ୍କ ନେତୃତ୍ୱରେ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଶ୍ରୀଧର ସାରଙ୍କୁ ଫୁଲମାଳ ପିନ୍ଧାଇ ସମ୍ବର୍ଦ୍ଧିତ କରିଥିଲେ। ଏହାସହ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅନ୍ତର୍ଯ୍ୟାମୀ ସାହୁଙ୍କୁ ମଧ୍ୟ ସେମାନଙ୍କର ଦୀର୍ଘ ସେବା ପାଇଁ ସମ୍ମାନିତ କରାଯାଇଥିଲା।1
- ତିଗିରିଆ ବ୍ଲକ ଗଦାଧର ପୁର ପଞ୍ଚାୟତ କଳିବିରି ଗ୍ରାମରେ ବନ୍ୟା ବିପନ୍ନଙ୍କ ଶୁଖିଲା ଖାଦ୍ଯ ଯୋଗାଇଲେ ଆଠଗଡ ତିଗିରିଆ ବିଜେପି ନେତା ଅଭୟ ଆଠଗଡ ତିଗିରିଆ ନିର୍ବାଚନ ମଣ୍ଡଳୀ ତିଗିରିଆ ବ୍ଳକ ବଡନାଉପୁଟ ପଞ୍ଚାୟତ ଅନ୍ତର୍ଗତ ଖଣ୍ଡହତା , ବଉଳାଙ୍ଗ, ଶାଳୀଜଙ୍ଗା, ଗ୍ରାମ ମାନଙ୍କରେ ବନ୍ୟା ପ୍ରଭାବିତ ପରିଦର୍ଶନ କରି ଲୋକଙ୍କ ସହ ଆଲୋଚନା କଲେ , ଆଠଗଡ଼ ତିଗିରିଆ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଶ୍ରୀଯୁକ୍ତ ଅଭୟ କୁମାର ବାରିକ। ପ୍ରତ୍ୟେକ ବନ୍ୟା ବିପନ୍ନଙ୍କ ନିକଟରେ ଆବଶ୍ୟକ ରିଲିଫ୍ ସାମଗ୍ରୀ ଶୀଘ୍ର ପହଞ୍ଚାଇବା ଏବଂ ଖଣ୍ଡହତା ରେ ନଦୀବନ୍ଧ ଭାଙ୍ଗିଛି ସେ ବିଷୟ ରେ ତିଗିରିଆ ତହସିଲଦାରଙ୍କ ସହିତ ଆଲୋଚନା କଲେ, ଆଠଗଡ଼ ତିଗିରିଆ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଶ୍ରୀଯୁକ୍ତ ଅଭୟ କୁମାର ବାରିକ।1
- ନେହୁର ଯୁବ କେନ୍ଦ୍ର ପକ୍ଷରୁ ନିଶାମୁକ୍ତ ଯୁବ ବିକଶିତ ଭାରତ ଶୀର୍ଷକ ଜ଼ିଲ୍ଲା ସ୍ତରୀୟ ପ୍ରତିଯୋଗିତା ନେହୁର ଯୁବ କେନ୍ଦ୍ର ପକ୍ଷରୁ ନିଶାମୁକ୍ତ ଯୁବ ବିକଶିତ ଭାରତ ଶୀର୍ଷକ ଜ଼ିଲ୍ଲା ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ1
- ଅନୁଗୋଳ ଜିଲ୍ଲ ସୋଭାଗ୍ୟ ନଗରଗ୍ରାମରେ ଲାଗି ରହିଥିବା ଲଘୁଚାପଜନିତ ବର୍ଷା ରେ ଘର ଦ୍ଵାର ପାଣି ଓ ରାସ୍ତା ପାଣି ମଧ୍ଯ ଘରେ ପଶିବାରୁ ଲୋକ ମାନଙ୍କ ର ଅନେକ କ୍ଷୟ କ୍ଷତି ହୋଇ ଘର ଭାଙ୍ଗିବା ସହ ସମସ୍ତ ଚାଷୀ ମାନଙ୍କ ର ମଧ୍ଯ ଅନେକ କ୍ଷୟ କ୍ଷତି ହୋଈ ଅଛି ତେଣୁ ଶୁଭାଗ୍ୟ ନଗର ର କିଛି ମହିଳା ପ୍ରତିକ୍ରିୟା ରଖିଲେ, କେବେ ମିଳିବ ଘର ଅନୁଗୋଳ ଜିଲ୍ଲ ସୋଭାଗ୍ୟ ନଗରଗ୍ରାମରେ ଲାଗି ରହିଥିବା ଲଘୁଚାପଜନିତ ବର୍ଷା ରେ ଘର ଦ୍ଵାର ପାଣି ଓ ରାସ୍ତା ପାଣି ମଧ୍ଯ ଘରେ ପଶିବାରୁ ଲୋକ ମାନଙ୍କ ର ଅନେକ କ୍ଷୟ କ୍ଷତି ହୋଇ ଘର ଭାଙ୍ଗିବା ସହ ସମସ୍ତ ଚାଷୀ ମାନଙ୍କ ର ମଧ୍ଯ ଅନେକ କ୍ଷୟ କ୍ଷତି ହୋଈ ଅଛି ତେଣୁ ଶୁଭାଗ୍ୟ ନଗର ର କିଛି ମହିଳା ପ୍ରତିକ୍ରିୟା ରଖିଲେ, କେବେ ମିଳିବ ଘର1
- 🙏🙏🙏ଜଳ ପ୍ରଳୟ 🙏🙏🙏 ପାଣି ପାଗ ରେ ହଟାତ ପରିବର୍ତନ ଘଟିଛି ବନ୍ୟା ପରିସ୍ଥିତି ଉପୁଜିଛି ତଥାପି ବର୍ଷା ପାଇଁ ଚାଷୀଙ୍କୁ ଖୁସି ଆଣିଦେଇଛି1