logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ନୂଆପଡ଼ାରେ ଡ୍ରାଇଭର ମାନଙ୍କ ନିଶୁଳ୍କ ଚକ୍ଷୁ ଏବଂ ସାଧାରଣ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର : ଦୁର୍ଘଟଣା ଜନିତ ମୃତ୍ୟୁହାରକୁ ଶୂନ କରିବା ପାଇଁ ଜିଲ୍ଲାପାଳଙ୍କ ଆହ୍ବାନ। ଜାତୀୟ ସଡ଼କ ସୁରକ୍ଷା ମାସ ୨୦୨୬ ପାଳନ ଅବସରରେ ସଡ଼କ ସୁରକ୍ଷାକୁ ପ୍ରୋତ୍ସାହିତ କରିବା ଏବଂ ଗାଡ଼ି ଚାଳକମାନଙ୍କ ସ୍ୱାସ୍ଥ୍ୟ ପ୍ରତି ସଚେତନତା ସୃଷ୍ଟି କରିବା ପାଇଁ ଜିଲ୍ଲାପାଳ ତଥା ଜିଲ୍ଲା ସଡ଼କ ସୁରକ୍ଷା କମିଟିର ଅଧ୍ୟକ୍ଷ ମଧୁସୂଦନ ଦାଶଙ୍କ ନେତୃତ୍ୱରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନୂଆପଡ଼ା ପକ୍ଷରୁ ଓଏସଆରଟିସି ର ଜିଲ୍ଲା ପରିବହନ ପ୍ରବନ୍ଧକ , ମୁଖ୍ୟ ଜିଲ୍ଲା ଚିକିତ୍ସା ଏବଂ ଜନସ୍ୱାସ୍ଥ୍ୟ ଅଧିକାରୀ ଙ୍କ ମିଳିତ ସହଯୋଗରେ ଆଜି ନୂଆପଡ଼ା ଓଏସଆରଟିସି ବସ୍ ଷ୍ଟାଣ୍ଡଠାରେ ଏକ ନିଶୁଳ୍କ ଚକ୍ଷୁ ଏବଂ ସାଧାରଣ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି I ଜିଲ୍ଲାପାଳ ଏହି ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏହି ଅବସରରେ ଜିଲ୍ଲାପାଳ ଗାଡ଼ି ଚାଳକମାନଙ୍କ ସହ ସିଧାସଳଖ ଆଲୋଚନା କରି ସଡ଼କ ସୁରକ୍ଷା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେବା ସହିତ ଜିଲ୍ଲାରେ ଦୁର୍ଘଟଣାଜନିତ ମୃତ୍ୟୁହାରକୁ ଶୂନ କରିବା ପାଇଁ ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଶିବିରରେ ଡ୍ରାଇଭର ୫୦ ଜଣ ରୁ ମଧ୍ୟରୁ ପ୍ରାୟ ୨୫ ଜଣଙ୍କ ଦୃଷ୍ଟିଶକ୍ତି ସମସ୍ୟା ଥିବା ଜଣାପଡ଼ିବା ପରେ ସେମାନଙ୍କୁ ମାଗଣା ଚଷମା ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଥିଲା। ଜିଲ୍ଲା ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଆଗକୁ ମଧ୍ୟ ଏହିଭଳି ଜନହିତକର କାର୍ଯ୍ୟକ୍ରମ ଜାରି ରହିବ ବୋଲି ପ୍ରତିଶ୍ରୁତି ଦିଆଯାଇଛି। ଏହି କାର୍ଯ୍ୟକ୍ରମ ଦ୍ୱାରା ନୂଆପଡ଼ା ଜିଲ୍ଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାରକୁ ଶୂନ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ଆଞ୍ଚଳିକ ପରିବହନ ଅଧିକାରୀ ଶର୍ମିଲା ମହାରଣା ସୂଚନା ଦେଇଛନ୍ତି l

13 hrs ago
user_Surendra Tiwari
Surendra Tiwari
Journalist ନୂଆପଡା, ନୂଆପଡ଼ା, ଓଡ଼ିଶା•
13 hrs ago
baaf4246-0df2-4828-a454-a83afc537b55

ନୂଆପଡ଼ାରେ ଡ୍ରାଇଭର ମାନଙ୍କ ନିଶୁଳ୍କ ଚକ୍ଷୁ ଏବଂ ସାଧାରଣ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର : ଦୁର୍ଘଟଣା ଜନିତ ମୃତ୍ୟୁହାରକୁ ଶୂନ କରିବା ପାଇଁ ଜିଲ୍ଲାପାଳଙ୍କ ଆହ୍ବାନ। ଜାତୀୟ ସଡ଼କ ସୁରକ୍ଷା ମାସ ୨୦୨୬ ପାଳନ ଅବସରରେ ସଡ଼କ ସୁରକ୍ଷାକୁ ପ୍ରୋତ୍ସାହିତ କରିବା ଏବଂ ଗାଡ଼ି ଚାଳକମାନଙ୍କ ସ୍ୱାସ୍ଥ୍ୟ ପ୍ରତି ସଚେତନତା ସୃଷ୍ଟି କରିବା ପାଇଁ ଜିଲ୍ଲାପାଳ ତଥା ଜିଲ୍ଲା ସଡ଼କ ସୁରକ୍ଷା କମିଟିର ଅଧ୍ୟକ୍ଷ ମଧୁସୂଦନ ଦାଶଙ୍କ ନେତୃତ୍ୱରେ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନୂଆପଡ଼ା ପକ୍ଷରୁ ଓଏସଆରଟିସି ର ଜିଲ୍ଲା ପରିବହନ ପ୍ରବନ୍ଧକ , ମୁଖ୍ୟ ଜିଲ୍ଲା ଚିକିତ୍ସା ଏବଂ ଜନସ୍ୱାସ୍ଥ୍ୟ ଅଧିକାରୀ ଙ୍କ ମିଳିତ ସହଯୋଗରେ ଆଜି ନୂଆପଡ଼ା ଓଏସଆରଟିସି ବସ୍ ଷ୍ଟାଣ୍ଡଠାରେ ଏକ ନିଶୁଳ୍କ ଚକ୍ଷୁ ଏବଂ ସାଧାରଣ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି I ଜିଲ୍ଲାପାଳ ଏହି ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏହି

e5b41ce4-255a-4553-acdf-08624a2c4500

ଅବସରରେ ଜିଲ୍ଲାପାଳ ଗାଡ଼ି ଚାଳକମାନଙ୍କ ସହ ସିଧାସଳଖ ଆଲୋଚନା କରି ସଡ଼କ ସୁରକ୍ଷା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେବା ସହିତ ଜିଲ୍ଲାରେ ଦୁର୍ଘଟଣାଜନିତ ମୃତ୍ୟୁହାରକୁ ଶୂନ କରିବା ପାଇଁ ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଶିବିରରେ ଡ୍ରାଇଭର ୫୦ ଜଣ ରୁ ମଧ୍ୟରୁ ପ୍ରାୟ ୨୫ ଜଣଙ୍କ ଦୃଷ୍ଟିଶକ୍ତି ସମସ୍ୟା ଥିବା ଜଣାପଡ଼ିବା ପରେ ସେମାନଙ୍କୁ ମାଗଣା ଚଷମା ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଥିଲା। ଜିଲ୍ଲା ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଆଗକୁ ମଧ୍ୟ ଏହିଭଳି ଜନହିତକର କାର୍ଯ୍ୟକ୍ରମ ଜାରି ରହିବ ବୋଲି ପ୍ରତିଶ୍ରୁତି ଦିଆଯାଇଛି। ଏହି କାର୍ଯ୍ୟକ୍ରମ ଦ୍ୱାରା ନୂଆପଡ଼ା ଜିଲ୍ଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାରକୁ ଶୂନ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି ଆଞ୍ଚଳିକ ପରିବହନ ଅଧିକାରୀ ଶର୍ମିଲା ମହାରଣା ସୂଚନା ଦେଇଛନ୍ତି l

More news from Odisha and nearby areas
  • ଆମକୁ ଖବର ପଠାଇବା ପାଇଁ ଯୋଗାଯୋଗ କରନ୍ତୁ, 9337125578. 7653929869
    1
    ଆମକୁ ଖବର ପଠାଇବା ପାଇଁ ଯୋଗାଯୋଗ କରନ୍ତୁ, 9337125578. 7653929869
    user_Hareram karuan
    Hareram karuan
    Reporter Nuapada, Odisha•
    4 hrs ago
  • #_ସବୁଠାରୁ_ବଡଖବରଲୋକ_ମହୋତ୍ସବ_ପଡିଆ_ପାଲଟିଲା_ରଣକ୍ଷେତ୍ର !
    1
    #_ସବୁଠାରୁ_ବଡଖବରଲୋକ_ମହୋତ୍ସବ_ପଡିଆ_ପାଲଟିଲା_ରଣକ୍ଷେତ୍ର !
    user_KOSAL TIMES
    KOSAL TIMES
    Journalist ପାଟଣାଗଡ଼, ବଲାଙ୍ଗୀର, ଓଡ଼ିଶା•
    6 hrs ago
  • सोशल मीडिया पर एक बच्चे का मज़ेदार वीडियो वायरल हो रहा है, जिसमें उसके एक्सप्रेशन पर यूज़र्स ने लिखा, अब होगी पूरी फैमिली की फील्डिंग सेट।वीडियो को ह्यूमर और रिएक्शन मीम के तौर पर खूब शेयर किया जा रहा है। #Viral #TrendingReels #InternetBuzz #FunnyVideo #MemeCulture #Reels
    1
    सोशल मीडिया पर एक बच्चे का मज़ेदार वीडियो वायरल हो रहा है, जिसमें उसके एक्सप्रेशन पर यूज़र्स ने लिखा, अब होगी पूरी फैमिली की फील्डिंग सेट।वीडियो को ह्यूमर और रिएक्शन मीम के तौर पर खूब शेयर किया जा रहा है।
#Viral #TrendingReels #InternetBuzz #FunnyVideo #MemeCulture #Reels
    user_द संक्षेप
    द संक्षेप
    Media company Balangir, Odisha•
    5 hrs ago
  • ସମ୍ବଲପୁରରେ ଇ-ବସ୍‌ ସେବା ଆରମ୍ଭ
    1
    ସମ୍ବଲପୁରରେ ଇ-ବସ୍‌ ସେବା ଆରମ୍ଭ
    user_ODISHA NEWS
    ODISHA NEWS
    Reporter Balangir, Odisha•
    15 hrs ago
  • #ଦିନେଦେଖେଇଦେଲୁରେ ratipunijn
    1
    #ଦିନେଦେଖେଇଦେଲୁରେ ratipunijn
    user_Bighne Rana
    Bighne Rana
    Dancer ମଦନପୁର ରାମପୁର, କଳାହାଣ୍ଡି, ଓଡ଼ିଶା•
    17 hrs ago
  • *ଜାନୁଆରୀ ୨୯ ରେ ହେବ ଡାବୁଗାଁ ପାରମ୍ପରିକ ମାଘ ମଣ୍ଡେଇ*
    1
    *ଜାନୁଆରୀ ୨୯ ରେ ହେବ ଡାବୁଗାଁ ପାରମ୍ପରିକ ମାଘ ମଣ୍ଡେଇ*
    user_MSP TV (Reporter:-MiHiR)
    MSP TV (Reporter:-MiHiR)
    Reporter Dabugan, Nabarangpur•
    5 hrs ago
  • ସୁବର୍ଣ୍ଣପୁର: "ମହିମା" ଲୋକ ମହୋତ୍ସବର ଶେଷ ସନ୍ଧ୍ୟାରେ କୋରାପୁଟର ଢେମସା ନୃତ୍ୟର ତାଳେ ତାଳେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଓ ଏସ୍ପି ନାରାୟଣ ନାୟକ ଝୁମିଲେ।
    1
    ସୁବର୍ଣ୍ଣପୁର: "ମହିମା" ଲୋକ ମହୋତ୍ସବର ଶେଷ ସନ୍ଧ୍ୟାରେ କୋରାପୁଟର ଢେମସା ନୃତ୍ୟର ତାଳେ ତାଳେ ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଓ ଏସ୍ପି ନାରାୟଣ ନାୟକ ଝୁମିଲେ।
    user_Ram Shankar Bhoi
    Ram Shankar Bhoi
    Journalist Sonapur, Sonepur•
    2 hrs ago
  • ସିନାପାଲିରେ ୧୦ ଦାଦନ ଶ୍ରମିକ ଉଦ୍ଧାର ସହ ଆର୍ଟିକା ଗାଡି ଜବତ, ସର୍ଦ୍ଦାର କୋର୍ଟଚାଲାଣ I
    1
    ସିନାପାଲିରେ ୧୦ ଦାଦନ ଶ୍ରମିକ ଉଦ୍ଧାର ସହ ଆର୍ଟିକା ଗାଡି ଜବତ, ସର୍ଦ୍ଦାର କୋର୍ଟଚାଲାଣ  I
    user_Hareram karuan
    Hareram karuan
    Reporter Nuapada, Odisha•
    16 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.