logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବିଧାନସଭା ରେ ଉଠିଲା ଗୋ ସୁରକ୍ଷା ଅଭିଯାନ କଳିଙ୍ଗଲେନ୍ସ - ବାରମ୍ବାର ଗୋ ରକ୍ଷକ ମାନେ ଗୋ ମାତାକୁ ରକ୍ଷା କରିବା ପାଇଁ ଦଲାରୀ ମାନଙ୍କ ସାଙ୍ଗରେ ଲଢେ଼ଇ ହେଉଥିବା ବେଳେ. ଗୋ ରକ୍ଷକ ମାନେ ଗୋ ହତ୍ୟା ବନ୍ଦ କରିବା ପାଇଁ ବିଧାନସଭା ରେ ଗୋ ସୁରକ୍ଷା ପାଇଁ ପ୍ରସଙ୍ଗ ରଖା ଯାଇଥିଲା

2 hrs ago
user_Kaling lens
Kaling lens
Salesperson କଳିଙ୍ଗନଗର, ଯାଜପୁର, ଓଡ଼ିଶା•
2 hrs ago

ବିଧାନସଭା ରେ ଉଠିଲା ଗୋ ସୁରକ୍ଷା ଅଭିଯାନ କଳିଙ୍ଗଲେନ୍ସ - ବାରମ୍ବାର ଗୋ ରକ୍ଷକ ମାନେ ଗୋ ମାତାକୁ ରକ୍ଷା କରିବା ପାଇଁ ଦଲାରୀ ମାନଙ୍କ ସାଙ୍ଗରେ ଲଢେ଼ଇ ହେଉଥିବା ବେଳେ. ଗୋ ରକ୍ଷକ ମାନେ ଗୋ ହତ୍ୟା ବନ୍ଦ କରିବା ପାଇଁ ବିଧାନସଭା ରେ ଗୋ ସୁରକ୍ଷା ପାଇଁ ପ୍ରସଙ୍ଗ ରଖା ଯାଇଥିଲା

More news from ଓଡ଼ିଶା and nearby areas
  • Post by ଯାଜପୁର ଖବର ପ୍ରସାରିତ
    1
    Post by ଯାଜପୁର ଖବର ପ୍ରସାରିତ
    user_ଯାଜପୁର ଖବର ପ୍ରସାରିତ
    ଯାଜପୁର ଖବର ପ୍ରସାରିତ
    ଯାଜପୁର, ଯାଜପୁର, ଓଡ଼ିଶା•
    17 hrs ago
  • Post by Dipak Kumar Nayak
    1
    Post by Dipak Kumar Nayak
    user_Dipak Kumar Nayak
    Dipak Kumar Nayak
    Voice of people Dhenkanal Sadar, Odisha•
    4 hrs ago
  • ଏ ହେଉଛି କଟକ ଏସସିବି ମେଡିକାଲର ଦୃଶ୍ୟ। ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଆସିଲାନି ବ୍ୟାଟେରୀ ଗାଡ଼ି। ବୁହା ହେଇଗଲା ରୋଗୀ। ସୂଚନା ମୁତାବକ, ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଉପଲବ୍ଧ ଥିବା ବ୍ୟାଟେରୀ ଗାଡିକୁ ରୋଗୀଙ୍କ ସମ୍ପର୍କୀୟ ବାରମ୍ବାର ଫୋନ କରିଥିଲେ ମଧ୍ୟ ବ୍ୟାଟେରୀ ଗାଡ଼ି ଆସିବାରେ ବିଳମ୍ବ ହୋଇଥିଲା। ଯାହା ପରେ ରୋଗୀଙ୍କ ସମ୍ପର୍କୀୟ ଷ୍ଟେଚର୍ ସାହାର୍ଯ୍ୟରେ ଟେକି ଟେକି ୱାର୍ଡକୁ ନେଇକି ଯିବାର ଦେଖିବାକୁ ମିଳିଛି।
    1
    ଏ ହେଉଛି କଟକ ଏସସିବି ମେଡିକାଲର ଦୃଶ୍ୟ। ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଆସିଲାନି ବ୍ୟାଟେରୀ ଗାଡ଼ି। ବୁହା ହେଇଗଲା ରୋଗୀ। ସୂଚନା ମୁତାବକ, ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଉପଲବ୍ଧ ଥିବା ବ୍ୟାଟେରୀ ଗାଡିକୁ ରୋଗୀଙ୍କ ସମ୍ପର୍କୀୟ ବାରମ୍ବାର ଫୋନ କରିଥିଲେ ମଧ୍ୟ ବ୍ୟାଟେରୀ ଗାଡ଼ି ଆସିବାରେ ବିଳମ୍ବ ହୋଇଥିଲା। ଯାହା ପରେ ରୋଗୀଙ୍କ ସମ୍ପର୍କୀୟ ଷ୍ଟେଚର୍ ସାହାର୍ଯ୍ୟରେ ଟେକି ଟେକି ୱାର୍ଡକୁ ନେଇକି ଯିବାର ଦେଖିବାକୁ ମିଳିଛି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    6 hrs ago
  • ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ ସଦର ଥାନା ଅଞ୍ଚଳରେ ଘଟିଯାଇଛି ଅଭାବନୀୟ ଘଟଣା ।ଶୁକ୍ରଚାର ଦିନ ଅପରାହ୍ନରେ ଚାଇଁପୁର ଗ୍ରାମର କଣ୍ଠ ନାଏକ ଗଦାଶିଳା ଗ୍ରାମ ପଞ୍ଚାୟତ ନିକଟ ଝରଣା ବନ୍ଧକୁ ଗାଧେଇବାକୁ ଯାଇ ଆଉ ଫେରି ନଥିଲେ । ପରିବାର ଲୋକ ବହୁ ଖୋଜାଖୋଜି ପରେ ବନ୍ଧରେ ବୁଡି ଯାଇଥିବାବେଳେ ଉଦ୍ଧାର କରିଥିଲେ । ହେଲେ ବହୁ ବିଳମ୍ନ ହୋଇ ଯାଇଥିବାରୁ ବୃଦ୍ଧଙ୍କର ମୃତ୍ୟୁ ହୋଇଥିଲା । ମୃତ ବୃଦ୍ଧ କଣ୍ଠ ନାଏକ ବୋଲି ଜଣାପଡିଛି।ଘଟଣା ସ୍ଥଳରେ ଗଦାଶିଳା ଗ୍ରାମ ପଞ୍ଚାୟତ ସରପଞ୍ଚ, ଦୁଇ ନମ୍ବର ଜୋନ ଜିଲ୍ଲା ପରିଷଦ ପଂହଁଛି ଶବ ବ୍ୟବଛେଦ ପାଇଁ ଢେଙ୍କାନାଳ ଡାକ୍ତର ଖାନାକୁ ପଠାଇ ଦେଇଥିଲେ ।
    1
    ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ ସଦର ଥାନା ଅଞ୍ଚଳରେ ଘଟିଯାଇଛି ଅଭାବନୀୟ ଘଟଣା ।ଶୁକ୍ରଚାର ଦିନ ଅପରାହ୍ନରେ ଚାଇଁପୁର ଗ୍ରାମର କଣ୍ଠ ନାଏକ ଗଦାଶିଳା ଗ୍ରାମ ପଞ୍ଚାୟତ ନିକଟ ଝରଣା ବନ୍ଧକୁ ଗାଧେଇବାକୁ ଯାଇ ଆଉ ଫେରି ନଥିଲେ । ପରିବାର ଲୋକ ବହୁ ଖୋଜାଖୋଜି ପରେ ବନ୍ଧରେ ବୁଡି ଯାଇଥିବାବେଳେ ଉଦ୍ଧାର କରିଥିଲେ । ହେଲେ ବହୁ ବିଳମ୍ନ ହୋଇ ଯାଇଥିବାରୁ ବୃଦ୍ଧଙ୍କର ମୃତ୍ୟୁ ହୋଇଥିଲା । ମୃତ ବୃଦ୍ଧ କଣ୍ଠ ନାଏକ ବୋଲି ଜଣାପଡିଛି।ଘଟଣା ସ୍ଥଳରେ ଗଦାଶିଳା ଗ୍ରାମ ପଞ୍ଚାୟତ ସରପଞ୍ଚ, ଦୁଇ ନମ୍ବର ଜୋନ ଜିଲ୍ଲା ପରିଷଦ ପଂହଁଛି ଶବ ବ୍ୟବଛେଦ ପାଇଁ ଢେଙ୍କାନାଳ ଡାକ୍ତର ଖାନାକୁ ପଠାଇ ଦେଇଥିଲେ ।
    user_Amani Sahoo
    Amani Sahoo
    ଢେଙ୍କାନାଳ ସଦର, ଢେଙ୍କାନାଳ, ଓଡ଼ିଶା•
    7 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    15 hrs ago
  • କଟକ ଗାଁଉଲି ଅଞ୍ଚଳ
    1
    କଟକ ଗାଁଉଲି ଅଞ୍ଚଳ
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    16 hrs ago
  • हर गुलाब में छुपा है प्यार और हर लेयर में मिठास ❤️ Special creation by @shivinaren_cakeartist ✨
    1
    हर गुलाब में छुपा है प्यार और हर लेयर में मिठास ❤️
Special creation by @shivinaren_cakeartist ✨
    user_The Cake Gallery ( Home Made Fresh Cake)
    The Cake Gallery ( Home Made Fresh Cake)
    Artist ଭଦ୍ରକ ଗ୍ରାମୀଣ, ଭଦ୍ରକ, ଓଡ଼ିଶା•
    16 hrs ago
  • Post by Aritkumar Mohapatra
    4
    Post by Aritkumar Mohapatra
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    17 hrs ago
  • ସରା ଦେଶରେ ଗ୍ୟାସ ସମସ୍ୟା ଏହାର ଯୋରଦାର ପ୍ରତିବାଦ ଭଦ୍ରକ କଂଗ୍ରେସ ପକ୍ଷରୁ ଭଦ୍ରକ ଜିଲ୍ଲାପାଳ ଅଫିସ ସମ୍ମୁଖରେ ଦେଖିବାକୁ ମିଳିଛି ବିଶ୍ୱଗୁରୁଙ୍କ ଧୋଇଛନ୍ତି ଜିଲ୍ଲା ସଭାପତି ନଳୀନ କାନ୍ତ ମହାନ୍ତି
    1
    ସରା ଦେଶରେ ଗ୍ୟାସ ସମସ୍ୟା ଏହାର ଯୋରଦାର ପ୍ରତିବାଦ ଭଦ୍ରକ କଂଗ୍ରେସ ପକ୍ଷରୁ ଭଦ୍ରକ ଜିଲ୍ଲାପାଳ ଅଫିସ ସମ୍ମୁଖରେ ଦେଖିବାକୁ ମିଳିଛି ବିଶ୍ୱଗୁରୁଙ୍କ ଧୋଇଛନ୍ତି ଜିଲ୍ଲା ସଭାପତି ନଳୀନ କାନ୍ତ ମହାନ୍ତି
    user_AT News
    AT News
    Media company ଭଦ୍ରକ ଗ୍ରାମୀଣ, ଭଦ୍ରକ, ଓଡ଼ିଶା•
    18 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.