କବିସୂର୍ଯ୍ୟନଗର : ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସ୍ଥରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ,ଉତ୍କଟ ଡ୍ରେନେଜ ସମସ୍ୟା ସମାଧାନ ନେଇ ଅଭିଯୋଗ କଲେ କୋଦଳା ଏନଏସି ବାସିନ୍ଦା ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଜିଲ୍ଲା ସ୍ଥରୀୟ ମିଳିତ ଅଭିଯୋଗ ଶୁଣାଣି ରେ ଡ୍ରେନେଜ ସମସ୍ୟା ନେଇ ଅଭିଯୋଗ କଲେ କୋଦଳା ଏନଏସି ୱାର୍ଡ ନମ୍ବର 10 ସୂର୍ଯ୍ୟନଗର ସାହି ବାସିନ୍ଦା l ଦୀର୍ଘ ମାସ ହେବ ସାହି ରାସ୍ତାରେ ନର୍ଦମା ପାଣି ଜମି ରହିବା ସହ ଦୁର୍ଗନ୍ଧ ମୟ ପରିବେଶ ସୃଷ୍ଟି ହେଉଛି l ଫଳରେ ସାହି ବାସିନ୍ଦା ବହୁ ସମସ୍ୟା ଭୋଗୁଥିବା ନେଇ ବହୁବାର କୋଦଳା ଏନଏସି ରେ ଅଭିଯୋଗ ପରେ ବି କୌଣସି ସୁଫଳ ନମିଳିବାରୁ ଆଜି ଜିଲ୍ଲା ସ୍ଥରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅଧିକାରୀ ଙ୍କ ନିକଟରେ ଦାବି କରାଯାଇଛି l ସେହି ଭଳି ମୋଟ 186 ଟି ଅଭିଯୋଗ ଦାଖଲ ହୋଇଥିବା ବେଳେ କାର୍ଯ୍ୟକ୍ରମ ରେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ଏବଂ ଅତିରିକ୍ତ ଜିଲ୍ଲାପାଳ ଙ୍କ ସମେତ ସମସ୍ତ ଲାଇନ ଡିପାର୍ଡ ମେଣ୍ଟ ର ଅଧିକାରୀ ମାନେ ଯୋଗଦେଇଥିଲେ l ଦାଖଲ ହୋଇଥିବା ସମସ୍ତ ଅଭିଯୋଗ ଯଥାଶୀଘ୍ର ସମାଧାନ ଲାଗି ପ୍ରୟାସ କରାଯିବ ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ l
କବିସୂର୍ଯ୍ୟନଗର : ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସ୍ଥରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ,ଉତ୍କଟ ଡ୍ରେନେଜ ସମସ୍ୟା ସମାଧାନ ନେଇ ଅଭିଯୋଗ କଲେ କୋଦଳା ଏନଏସି ବାସିନ୍ଦା ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଜିଲ୍ଲା ସ୍ଥରୀୟ ମିଳିତ ଅଭିଯୋଗ ଶୁଣାଣି ରେ ଡ୍ରେନେଜ ସମସ୍ୟା ନେଇ ଅଭିଯୋଗ କଲେ କୋଦଳା ଏନଏସି ୱାର୍ଡ ନମ୍ବର 10 ସୂର୍ଯ୍ୟନଗର ସାହି ବାସିନ୍ଦା l ଦୀର୍ଘ ମାସ ହେବ ସାହି ରାସ୍ତାରେ ନର୍ଦମା ପାଣି ଜମି ରହିବା ସହ ଦୁର୍ଗନ୍ଧ ମୟ ପରିବେଶ ସୃଷ୍ଟି ହେଉଛି l ଫଳରେ ସାହି ବାସିନ୍ଦା ବହୁ ସମସ୍ୟା ଭୋଗୁଥିବା ନେଇ ବହୁବାର କୋଦଳା ଏନଏସି ରେ ଅଭିଯୋଗ ପରେ ବି କୌଣସି ସୁଫଳ ନମିଳିବାରୁ ଆଜି ଜିଲ୍ଲା ସ୍ଥରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅଧିକାରୀ ଙ୍କ ନିକଟରେ ଦାବି କରାଯାଇଛି l ସେହି ଭଳି ମୋଟ 186 ଟି ଅଭିଯୋଗ ଦାଖଲ ହୋଇଥିବା ବେଳେ କାର୍ଯ୍ୟକ୍ରମ ରେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ଏବଂ ଅତିରିକ୍ତ ଜିଲ୍ଲାପାଳ ଙ୍କ ସମେତ ସମସ୍ତ ଲାଇନ ଡିପାର୍ଡ ମେଣ୍ଟ ର ଅଧିକାରୀ ମାନେ ଯୋଗଦେଇଥିଲେ l ଦାଖଲ ହୋଇଥିବା ସମସ୍ତ ଅଭିଯୋଗ ଯଥାଶୀଘ୍ର ସମାଧାନ ଲାଗି ପ୍ରୟାସ କରାଯିବ ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ l
- କବିସୂର୍ଯ୍ୟନଗର : ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ସ୍ଥରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ,ଉତ୍କଟ ଡ୍ରେନେଜ ସମସ୍ୟା ସମାଧାନ ନେଇ ଅଭିଯୋଗ କଲେ କୋଦଳା ଏନଏସି ବାସିନ୍ଦା ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଜିଲ୍ଲା ସ୍ଥରୀୟ ମିଳିତ ଅଭିଯୋଗ ଶୁଣାଣି ରେ ଡ୍ରେନେଜ ସମସ୍ୟା ନେଇ ଅଭିଯୋଗ କଲେ କୋଦଳା ଏନଏସି ୱାର୍ଡ ନମ୍ବର 10 ସୂର୍ଯ୍ୟନଗର ସାହି ବାସିନ୍ଦା l ଦୀର୍ଘ ମାସ ହେବ ସାହି ରାସ୍ତାରେ ନର୍ଦମା ପାଣି ଜମି ରହିବା ସହ ଦୁର୍ଗନ୍ଧ ମୟ ପରିବେଶ ସୃଷ୍ଟି ହେଉଛି l ଫଳରେ ସାହି ବାସିନ୍ଦା ବହୁ ସମସ୍ୟା ଭୋଗୁଥିବା ନେଇ ବହୁବାର କୋଦଳା ଏନଏସି ରେ ଅଭିଯୋଗ ପରେ ବି କୌଣସି ସୁଫଳ ନମିଳିବାରୁ ଆଜି ଜିଲ୍ଲା ସ୍ଥରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଅଧିକାରୀ ଙ୍କ ନିକଟରେ ଦାବି କରାଯାଇଛି l ସେହି ଭଳି ମୋଟ 186 ଟି ଅଭିଯୋଗ ଦାଖଲ ହୋଇଥିବା ବେଳେ କାର୍ଯ୍ୟକ୍ରମ ରେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ଏବଂ ଅତିରିକ୍ତ ଜିଲ୍ଲାପାଳ ଙ୍କ ସମେତ ସମସ୍ତ ଲାଇନ ଡିପାର୍ଡ ମେଣ୍ଟ ର ଅଧିକାରୀ ମାନେ ଯୋଗଦେଇଥିଲେ l ଦାଖଲ ହୋଇଥିବା ସମସ୍ତ ଅଭିଯୋଗ ଯଥାଶୀଘ୍ର ସମାଧାନ ଲାଗି ପ୍ରୟାସ କରାଯିବ ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ l1
- ସ୍ବତନ୍ତ୍ର ସଂଶୋଧନ ପ୍ରକ୍ରିୟା (SIR) ୨୦୨୬ ଅଧୀନରେ ଆଜି ଚୂଡ଼ାନ୍ତ ଭୋଟର ତାଲିକା ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି।1
- କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅବକାରୀ ଥାନା ପୋଲିସ ପ୍ରାୟ ୧୨ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ଦୁଇଟି ପିକ୍ ଅପ୍ ଭ୍ୟାନ୍ ସହ ୩ ଜଣଙ୍କୁ ଗିରଫ କରିଛି ଅବକାରୀ ପୋଲିସ। ଅଭିଯୁକ୍ତମାନେ ହେଲେ ନୟାଗଡ଼ ଓଡ଼ଗାଁ ଥାନା ଅଞ୍ଚଳର ଶେଖର ଖଟୁଆ, ମାନସ ନାଇକ ଓ ମନୋରଞ୍ଜନ ନାଇକ। Bhanjanagar Excise Police in Ganjam district have seized around 12 quintals of ganja allegedly worth ₹1.20 crore and arrested three persons in connection with the case. Two pickup vans were also seized during the operation. The arrested persons have been identified as Shekhar Khatua, Manas Naik and Manoranjan Naik, reportedly from the Odagaon police station area of Nayagarh district. Further investigation into the alleged transportation of the contraband is underway.1
- ପିପୁଲ୍ସ କଲେଜରେ ଉଦ୍ଭିଦ ବିଜ୍ଞାନ ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ! ବୁଗୁଡ଼ା,୨୧/୦୯:ସ୍ଥାନୀୟ ପିପୁଲ୍ସ କଲେଜର ଉଦ୍ଭିଦ ବିଜ୍ଞାନ ବିଭାଗର +୩ ଦ୍ୱିତୀୟ ଓ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ପକ୍ଷରୁ ନବାଗତ ପ୍ରଥମ ବର୍ଷର ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜର ଅଧ୍ୟକ୍ଷ ଭଗବାନ ଶତପଥୀ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବା ବେଳେ ଉପାଧ୍ୟକ୍ଷ ହରିକୃଷ ନାୟକ ଅତିଥି ଓ ବକ୍ତା ଭାବେ ଯୋଗଦେଇଥିଲେ। ଉଦ୍ଭିଦ ବିଜ୍ଞାନ ବିଭାଗୀୟ ମୁଖ୍ୟ ଜୟରାମ ବିଷୋୟୀ ଅତିଥି ସମ୍ବର୍ଦ୍ଧନା ସହ ପ୍ରାରମ୍ଭିକ ସୂଚନା ଦେଇ ବିଜ୍ଞାନ ଅଧ୍ୟୟନର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ।ଅଧ୍ୟାପକ ଦିଲ୍ଲୀପ କୁମାର ସାହୁ ଓ ଅଧ୍ୟାପିକା ଅନିତା ଦେବୀଙ୍କ ସଂଯୋଜନାରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମକୁ ସହକାରୀ ଅଧ୍ୟାପକ ଟୁନା ସେଠୀ ଓ କୁମାରୀ ଦାଶ ପରିଚାଳନାରେ ସହଯୋଗ କରିଥିଲେ। ନବାଗତ ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରଛାତ୍ରୀ ବୃନ୍ଦ ସେମାନଙ୍କ ପରିଚୟ ପ୍ରଦାନ କରିବା ପରେ ଦ୍ୱିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ନବାଗତ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରାଯାଇଥିଲା। ଅତିଥି ବୃନ୍ଦ କଲେଜର ନିୟମ, ନୂତନ ଶିକ୍ଷାନୀତି, ଶୃଙ୍ଖଳା, ଉପସ୍ଥାନ ପ୍ରଭୃତି ବିଷୟରେ ପ୍ରକାଶ କରିଥିଲେ।1
- ମୋହନା କଲେଜ ଛକ ରେ ଗଛ ପଡି ରାସ୍ତା ଅବରୋଧ ଅଗ୍ନିଶମ ବିଭାଗ ପହଂଚି ଗଛ ହଟାଇଛନ୍ତି ମୋହନା ଅଂଚଳ ରେ ବର୍ଷା ର ପ୍ରଭାବ ରେ ମୋହନା କଲେଜ ଛକ ନିକଟରେ ଗଛ ପଡି କିଛି ଘଣ୍ଟା ରାସ୍ତା ଅବରୋଧ ରହିଥିଲା ମୋହନା ପାରଳାଖେମୁଣ୍ଡି ଯାତାୟତ ରେ ବାଧା ସୃଷ୍ଟି ହେଇଛି ଅଗ୍ନିଶମ ବିଭାଗ ପହଂଚି ଗଛ ହଟାଇଛନ୍ତି ରାସ୍ତା ରୁ2
- ଛତ୍ରପୁର ରେ ମଣ୍ଡଳସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା- ୨୦୨୬ : ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରତିକ୍ରିୟା ରଖିଲେ ଛତ୍ରପୁର ବିଧାୟକ ଛତ୍ରପୁରସ୍ଥିତ ଅନସ୍ଲୋ ମିନି ଷ୍ଟାଡିୟମ ପରିସରରେ ଛତ୍ରପୁର ବ୍ଲକ ବିଦ୍ୟାଳୟ ସମୂହ କ୍ରୀଡ଼ା ସଂଗଠନ ପକ୍ଷରୁ ମଣ୍ଡଳସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା-୨୦୨୬ ଅନୁଷ୍ଠିତ ହୋଇଯାଇଛି। ବିଇଓ ସୁଚିତ୍ରା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କ୍ରୀଡ଼ା ପ୍ରତିଯୋଗିତାକୁ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ। ଏହି ଅବସରରେ ସେ କ୍ରୀଡ଼ାବିତ୍ମାନଙ୍କୁ ନିଷ୍ଠା, ଶୃଙ୍ଖଳା ଓ ନିୟମିତ ଅଭ୍ୟାସ ଉପରେ ଗୁରୁତ୍ୱ ଦେଇ ବିଭିନ୍ନ ପରାମର୍ଶ ଦେଇଥିଲେ।ମୁଖ୍ୟବକ୍ତା ଭାବେ ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ସୁନୀଲ କୁମାର କେର୍କେଟା, ସ୍ୱତନ୍ତ୍ର ଅତିଥି ଭାବେ ପୂର୍ବତନ ଜାତୀୟ ଭାରଉତ୍ତୋଳନ କ୍ରୀଡ଼ାବିତ୍ ସୀତା କୁମାରୀ ଜେନା, ସମ୍ମାନିତ ଅତିଥି ଭାବେ ଗଞ୍ଜାମ ଜିଲ୍ଲା ଶାରୀରିକ ଶିକ୍ଷା ଓ କ୍ରୀଡ଼ା ଅଧିକାରୀ ଭାଗୀରଥି ସ୍ୱାଇଁ ଏବଂ ଛତ୍ରପୁର ବ୍ଲକ ବିଦ୍ୟାଳୟ ସମୂହ କ୍ରୀଡ଼ା ସଂଗଠନର ସେକ୍ରେଟାରୀ ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ ପ୍ରମୁଖ ଯୋଗଦେଇଥିଲେ। ପ୍ରତିଯୋଗିତାରେ ଛତ୍ରପୁର ବ୍ଲକର ୧୩ଟି କ୍ଲଷ୍ଟର ଏବଂ ୪ଟି ଜୋନ୍ର ୧୪ ଓ ୧୭ ବର୍ଷରୁ କମ୍ ବାଳକ ଓ ବାଳିକା ବର୍ଗର କ୍ରୀଡ଼ାବିତ୍ମାନେ ଅଂଶଗ୍ରହଣ କରିଥିଲେ। ଦୌଡ଼, ଖୋ-ଖୋ, କବାଡ଼ି, ଉଚ୍ଚଡିଆଁ, ଲମ୍ବଡିଆଁ ଓ ଯୋଗ ସମେତ ବିଭିନ୍ନ କ୍ରୀଡ଼ାରେ ପ୍ରତିଯୋଗିତା ହୋଇଥିଲା। ଏହି ପ୍ରତିଯୋଗିତାରେ ଉତ୍ତମ ପ୍ରଦର୍ଶନ କରିଥିବା କ୍ରୀଡ଼ାବିତ୍ମାନଙ୍କୁ ଆଗାମୀ ଜିଲ୍ଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ପାଇଁ ମନୋନୀତ କରାଯିବ।1
- ଚିଲିକା ମସ୍ୟଜୀବୀ ମାନଙ୍କ ଟଙ୍କା ହରିଲୁଟ ଘଟଣାରେ ଜିଲାପାଳଙ୍କୁ ଅଭିଯୋଗ କଲେ ମସ୍ୟଜୀବୀ1
- ଗଞ୍ଜାମ ଜିଲ୍ଲା କାନସୁକା ଗ୍ରାମର ଶ୍ରୀ ଭାଗବତ ସ୍ବାମୀ ଯୁବକ ସଂଘ ପକ୍ଷରୁ ଚଳିତ ବର୍ଷ ଗଣେଶ ପୂଜା ଅତ୍ୟନ୍ତ ଆଡ଼ମ୍ବର ଓ ଭକ୍ତିମୟ ପରିବେଶରେ ପାଳିତ ହେଉଛି।ପୂଜାର ଶୁଭାରମ୍ଭ ସମୟରେ ପ୍ରଭୁ ଶ୍ରୀ ଗଣେଶଙ୍କ ମୁହଁ ଖୋଲିବା ର ଭକ୍ତିପୂର୍ଣ୍ଣ ଦୃଶ୍ୟ। ସଂଘର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ପ୍ରଭୁଙ୍କ ଆରତି ଓ ପୂଜାର୍ଚ୍ଚନା କରାଯାଇଛି।1