logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ହିନ୍ଦୋଳ ଡାକ୍ତରଖାନରେ ହୃଦୟ ବିଦାରକ ଦୃଶ୍ୟ.ହାତୀ ଆକ୍ରମଣ ଘଟଣାରେ ମା ପୁଅ ମୃତ୍ୟୁ. ହାତୀ ଆକ୍ରମଣ ରେ ଆଜି ପୁଣି ମାଆ ପୁଅ ର ମୃତ୍ୟୁ. କଟକ ଜିଲ୍ଲା ନୂଆଗାଁ ଅଂଚଳରେ ଆଜି ଆମ୍ବ ତୋଳୁଥିବା ବେଳେ ବଣୁଆ ହାତୀ ଆକ୍ରମଣ ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ. ସେମାନଙ୍କୁ ହିନ୍ଦୋଳ ମେଡ଼ିକାଲରେ ଭର୍ତି କରାଯାଇଥିବା ବେଳେ ଉଭୟ ଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଛନ୍ତି.

1 hr ago
user_BIKRAM SAHU
BIKRAM SAHU
City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
1 hr ago

ହିନ୍ଦୋଳ ଡାକ୍ତରଖାନରେ ହୃଦୟ ବିଦାରକ ଦୃଶ୍ୟ.ହାତୀ ଆକ୍ରମଣ ଘଟଣାରେ ମା ପୁଅ ମୃତ୍ୟୁ. ହାତୀ ଆକ୍ରମଣ ରେ ଆଜି ପୁଣି ମାଆ ପୁଅ ର ମୃତ୍ୟୁ. କଟକ ଜିଲ୍ଲା ନୂଆଗାଁ ଅଂଚଳରେ ଆଜି ଆମ୍ବ ତୋଳୁଥିବା ବେଳେ ବଣୁଆ ହାତୀ ଆକ୍ରମଣ ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ. ସେମାନଙ୍କୁ ହିନ୍ଦୋଳ ମେଡ଼ିକାଲରେ ଭର୍ତି କରାଯାଇଥିବା ବେଳେ ଉଭୟ ଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଛନ୍ତି.

More news from Odisha and nearby areas
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    4 hrs ago
  • ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୨୮ ଯୋଡ଼ା ବର -କନ୍ୟାଙ୍କ ବିବାହ ସଂପନ୍ନ । ଢ଼େଙ୍କାନାଳ ସ୍ଥାନୀୟ ଅଭିନନ୍ଦନ ଗାର୍ଡ଼େନ ଠାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଢ଼େଙ୍କାନାଳ ଜିଲ୍ଲାର ୨୮ ଯୋଡ଼ା ବର କନ୍ୟାଙ୍କ ବିବାହ କାର୍ଯ୍ୟ ପାରମ୍ପାରିକ ରୀତିରେ ସଂପନ୍ନ ହୋଇଅଛି । ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ୱାରା ଆୟୋଜିତ ଏହି ସମୂହ ବିବାହ ଉତ୍ସବରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚ଼ନ୍ଦ୍ର ପାତ୍ର, ହିନ୍ଦୋଳର ମାନ୍ୟବର ବିଧାୟିକା ଶ୍ରୀମତୀ ସୀମାରାଣୀ ନାୟକ, ପରଜଙ୍ଗର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବିଭୂତି ଭୂଷଣ ପ୍ରଧାନ, ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ, ଜିଲ୍ଲାପାଳ ଶ୍ରୀ ଆଶିଷ ଈଶ୍ଵର ପାଟିଲ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିନବ ସୋନକର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଦିପ୍ତୀ ରଂଜନ ସେଠୀ ପ୍ରମୂଖ ଯୋଗ ଦେଇ ନବ ଦମ୍ପତିମାନଙ୍କ ଶୁଭକାମନା କରିଥିଲେ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଓ ଅତିଥିମାନେ ସମସ୍ତ ନବ ଦମ୍ପତିକୁ ୪୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଥିଲେ । ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ସଂଗୀତା ପାତ୍ର, ବିଭାଗୀୟ ଅଧିକାରୀ ଓ ବିଭିନ୍ନ ସ୍ଵେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତାମାନଙ୍କ ସହଯୋଗରେ ଏହି ସମୂହ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା ।
    1
    ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୨୮ ଯୋଡ଼ା ବର -କନ୍ୟାଙ୍କ ବିବାହ ସଂପନ୍ନ ।              ଢ଼େଙ୍କାନାଳ ସ୍ଥାନୀୟ ଅଭିନନ୍ଦନ ଗାର୍ଡ଼େନ ଠାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଢ଼େଙ୍କାନାଳ ଜିଲ୍ଲାର ୨୮ ଯୋଡ଼ା ବର କନ୍ୟାଙ୍କ ବିବାହ କାର୍ଯ୍ୟ ପାରମ୍ପାରିକ ରୀତିରେ ସଂପନ୍ନ ହୋଇଅଛି । ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଦ୍ୱାରା ଆୟୋଜିତ ଏହି ସମୂହ ବିବାହ ଉତ୍ସବରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣଚ଼ନ୍ଦ୍ର ପାତ୍ର, ହିନ୍ଦୋଳର ମାନ୍ୟବର ବିଧାୟିକା ଶ୍ରୀମତୀ ସୀମାରାଣୀ ନାୟକ, ପରଜଙ୍ଗର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବିଭୂତି ଭୂଷଣ ପ୍ରଧାନ, ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ପୁହାଣ, ଜିଲ୍ଲାପାଳ ଶ୍ରୀ ଆଶିଷ ଈଶ୍ଵର  ପାଟିଲ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିନବ ସୋନକର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଦିପ୍ତୀ ରଂଜନ ସେଠୀ ପ୍ରମୂଖ ଯୋଗ ଦେଇ ନବ ଦମ୍ପତିମାନଙ୍କ ଶୁଭକାମନା କରିଥିଲେ । ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଓ ଅତିଥିମାନେ ସମସ୍ତ  ନବ ଦମ୍ପତିକୁ ୪୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଥିଲେ ।  ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ସଂଗୀତା ପାତ୍ର, ବିଭାଗୀୟ  ଅଧିକାରୀ ଓ ବିଭିନ୍ନ ସ୍ଵେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତାମାନଙ୍କ ସହଯୋଗରେ ଏହି ସମୂହ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା ।
    user_News odia odisha
    News odia odisha
    Tailor Dhenkanal Sadar, Odisha•
    11 hrs ago
  • ଅlତିଣ୍ଡା ଗ୍ରାମରେ ୨ ପାଚେରୀ ମଝିରେ ଫସିଥିଲା ଗାଈ ଅଗ୍ନିଶମ ବିଭାଗ ଦ୍ୱାରା ଗାଇଟିକୁ ଉଦ୍ଧାର #newsodiaodisha #public #jorandanews #dhenkanal #facebookreelsviralviralシfypシ゚2026
    1
    ଅlତିଣ୍ଡା ଗ୍ରାମରେ ୨ ପାଚେରୀ ମଝିରେ ଫସିଥିଲା ଗାଈ ଅଗ୍ନିଶମ ବିଭାଗ ଦ୍ୱାରା ଗାଇଟିକୁ ଉଦ୍ଧାର 
#newsodiaodisha #public #jorandanews #dhenkanal #facebookreelsviralviralシfypシ゚2026
    user_Tapasdas 6372788705
    Tapasdas 6372788705
    Photographer Dhenkanal Sadar, Odisha•
    11 hrs ago
  • ବାହାଡାଝୋଲା ସେନ୍ତେରି ଗ୍ରାମରେ ବେଆଇନ ଇଟାଭାଟି #spnewstvliveodia #breakingnews #bahadajholanews
    1
    ବାହାଡାଝୋଲା ସେନ୍ତେରି ଗ୍ରାମରେ ବେଆଇନ ଇଟାଭାଟି #spnewstvliveodia #breakingnews #bahadajholanews
    user_SP NEWS LIVE ODIA
    SP NEWS LIVE ODIA
    ନୟାଗଡ଼, ନୟାଗଡ଼, ଓଡ଼ିଶା•
    2 hrs ago
  • ମୁଖ୍ୟମନ୍ତ୍ରୀ କନ୍ୟା ବିହାହ ଯୋଜନା ଅଧୀନରେ ଅନୁଗୁଳ ଜିଲ୍ଲାରେ ୨୮ ଯୋଡ଼ା ବରବଧୂ ଙ୍କ ସାମୁହିକ ବିହାହ ସମ୍ପନ୍ନ
    1
    ମୁଖ୍ୟମନ୍ତ୍ରୀ କନ୍ୟା ବିହାହ ଯୋଜନା ଅଧୀନରେ ଅନୁଗୁଳ ଜିଲ୍ଲାରେ ୨୮ ଯୋଡ଼ା ବରବଧୂ ଙ୍କ ସାମୁହିକ ବିହାହ ସମ୍ପନ୍ନ
    user_RANJIT NAIK
    RANJIT NAIK
    ଛେଣ୍ଡିପଦା, ଅନୁଗୁଳ, ଓଡ଼ିଶା•
    6 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    14 min ago
  • ଢେଙ୍କାନାଳ କାମାକ୍ଷାନଗରରେ ଜନଗଣନା କରିବାକୁ ଯାଇଥି୍ବା ବେଳେ ମରଣାତ୍ମକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ଜଣ ଜନଗଣନା କର୍ମଚାରୀ ଆହତ ହୋଇଥିବା ବେଳେ ଏଥିରେ ୨ଜଣ ମହିଳା କର୍ମଚାରୀ ଅଛିନ୍ତି।ସକାଳେ କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା। #Kamakhyanagar #CensusWorkers #Attacked #LawAndOrder #KamakhyanagarIncident #GovernmentStaffAttack #PoliceInvestigation #WorkplaceSafety_India #CensusSurvey_Odisha #Dhenkanal #shuru
    1
    ଢେଙ୍କାନାଳ କାମାକ୍ଷାନଗରରେ ଜନଗଣନା କରିବାକୁ ଯାଇଥି୍ବା ବେଳେ ମରଣାତ୍ମକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ଜଣ ଜନଗଣନା କର୍ମଚାରୀ ଆହତ ହୋଇଥିବା ବେଳେ ଏଥିରେ ୨ଜଣ ମହିଳା କର୍ମଚାରୀ ଅଛିନ୍ତି।ସକାଳେ କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା। 
#Kamakhyanagar #CensusWorkers #Attacked #LawAndOrder #KamakhyanagarIncident #GovernmentStaffAttack #PoliceInvestigation #WorkplaceSafety_India #CensusSurvey_Odisha #Dhenkanal #shuru
    user_Tapasdas 6372788705
    Tapasdas 6372788705
    Photographer Kamakshyanagar, Dhenkanal•
    7 hrs ago
  • ସମାଜସେବୀ ଆକାଶ ପାଣି ଙ୍କ ଦ୍ୱାରା ଅଖିମୁଠି ଅନୁକୂଳ #spnewstvliveodia #akhyatrutiya #bankinews
    1
    ସମାଜସେବୀ ଆକାଶ ପାଣି ଙ୍କ ଦ୍ୱାରା ଅଖିମୁଠି ଅନୁକୂଳ #spnewstvliveodia #akhyatrutiya #bankinews
    user_SP NEWS LIVE ODIA
    SP NEWS LIVE ODIA
    ନୟାଗଡ଼, ନୟାଗଡ଼, ଓଡ଼ିଶା•
    9 hrs ago
  • Post by SOUMYA RANJAN
    1
    Post by SOUMYA RANJAN
    user_SOUMYA RANJAN
    SOUMYA RANJAN
    Extended stay hotel Balianta, Khordha•
    27 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.