Slug _ପୁଣି ଏକ ଛୁଆ ଦନ୍ତା ହାତୀର ମୃତ୍ୟୁ; କାରଣ ଅସ୍ପଷ୍ଟ, ବନ ବିଭାଗର ତଦନ୍ତ Anchor :- କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ। କର୍ମେ ବିଟ୍ ଅନ୍ତର୍ଗତ ଜାମପଡ଼ା ଓ ଖଇରମାଲ ମଧ୍ୟବର୍ତ୍ତୀ ଜଙ୍ଗଲରୁ ଏକ ଛୁଆ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି। ହାତୀର ମୃତ୍ୟୁର ପ୍ରକୃତ କାରଣ ଏଯାବତ୍ ସ୍ପଷ୍ଟ ହୋଇନଥିବାବେଳେ ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ନର୍ଲା ରେଞ୍ଜ ଅଧୀନ କର୍ମେ ବିଟ୍ର ଜାମପଡ଼ା ଓ ଖଇରମାଲ ମଧ୍ୟରେ ଥିବା ଜଙ୍ଗଲରେ ଏକ ଛୁଆ ଦନ୍ତା ହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଖବର ପାଇ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ମୃତ ହାତୀର ଯାଞ୍ଚ କରିବା ସହ ମୃତ୍ୟୁର କାରଣ ଜାଣିବା ପାଇଁ ତଦନ୍ତ ଜାରି ରଖିଛନ୍ତି। ତେବେ ହାତୀଟିର ମୃତ୍ୟୁ କେଉଁ ପରିସ୍ଥିତିରେ ଘଟିଛି, ତାହା ଏଯାବତ୍ ସ୍ପଷ୍ଟ ହୋଇନାହିଁ। ବନ ବିଭାଗର ତଦନ୍ତ ଓ ଆବଶ୍ୟକ ପରୀକ୍ଷା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି। ପୂର୍ବ ଘଟଣା: ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ ମେ’ ମାସ ୨୪ ତାରିଖରେ ମଧ୍ୟ ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅନ୍ତର୍ଗତ କମର୍ଧା ବିଟ୍ରେ ଏକ ବୟସ୍କ ଦନ୍ତା ହାତୀର ମୃତଦେହ ମିଳିଥିଲା। ସେତେବେଳେ ଦୁଇ ହାତୀଙ୍କ ମଧ୍ୟରେ ଲଢ଼େଇ ଯୋଗୁଁ ଉକ୍ତ ହାତୀର ମୃତ୍ୟୁ ଘଟିଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଏବେ ପୁଣି ସମାନ ରେଞ୍ଜରେ ଏକ ଛୁଆ ଦନ୍ତା ହାତୀର ମୃତ୍ୟୁ ଘଟଣା ବନ୍ୟଜନ୍ତୁ ସୁରକ୍ଷା ଓ ହାତୀଙ୍କ ସୁରକ୍ଷିତ ବିଚରଣକୁ ନେଇ ନୂଆ ପ୍ରଶ୍ନ ଉଠାଇଛି। ବନ ବିଭାଗର ତଦନ୍ତ ପରେ ହାତୀ ମୃତ୍ୟୁର ପ୍ରକୃତ କାରଣ ସାମ୍ନାକୁ ଆସିବ। କଳାହାଣ୍ଡି ଭବାନୀପାଟଣା ରୁ ରିତେଶ କୁମାର ମୁଣ୍ଡ Slug _ପୁଣି ଏକ ଛୁଆ ଦନ୍ତା ହାତୀର ମୃତ୍ୟୁ; କାରଣ ଅସ୍ପଷ୍ଟ, ବନ ବିଭାଗର ତଦନ୍ତ Anchor :- କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ। କର୍ମେ ବିଟ୍ ଅନ୍ତର୍ଗତ ଜାମପଡ଼ା ଓ ଖଇରମାଲ ମଧ୍ୟବର୍ତ୍ତୀ ଜଙ୍ଗଲରୁ ଏକ ଛୁଆ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି। ହାତୀର ମୃତ୍ୟୁର ପ୍ରକୃତ କାରଣ ଏଯାବତ୍ ସ୍ପଷ୍ଟ ହୋଇନଥିବାବେଳେ ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ନର୍ଲା ରେଞ୍ଜ ଅଧୀନ କର୍ମେ ବିଟ୍ର ଜାମପଡ଼ା ଓ ଖଇରମାଲ ମଧ୍ୟରେ ଥିବା ଜଙ୍ଗଲରେ ଏକ ଛୁଆ ଦନ୍ତା ହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଖବର ପାଇ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ମୃତ ହାତୀର ଯାଞ୍ଚ କରିବା ସହ ମୃତ୍ୟୁର କାରଣ ଜାଣିବା ପାଇଁ ତଦନ୍ତ ଜାରି ରଖିଛନ୍ତି। ତେବେ ହାତୀଟିର ମୃତ୍ୟୁ କେଉଁ ପରିସ୍ଥିତିରେ ଘଟିଛି, ତାହା ଏଯାବତ୍ ସ୍ପଷ୍ଟ ହୋଇନାହିଁ। ବନ ବିଭାଗର ତଦନ୍ତ ଓ ଆବଶ୍ୟକ ପରୀକ୍ଷା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି। ପୂର୍ବ ଘଟଣା: ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ ମେ’ ମାସ ୨୪ ତାରିଖରେ ମଧ୍ୟ ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅନ୍ତର୍ଗତ କମର୍ଧା ବିଟ୍ରେ ଏକ ବୟସ୍କ ଦନ୍ତା ହାତୀର ମୃତଦେହ ମିଳିଥିଲା। ସେତେବେଳେ ଦୁଇ ହାତୀଙ୍କ ମଧ୍ୟରେ ଲଢ଼େଇ ଯୋଗୁଁ ଉକ୍ତ ହାତୀର ମୃତ୍ୟୁ ଘଟିଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଏବେ ପୁଣି ସମାନ ରେଞ୍ଜରେ ଏକ ଛୁଆ ଦନ୍ତା ହାତୀର ମୃତ୍ୟୁ ଘଟଣା ବନ୍ୟଜନ୍ତୁ ସୁରକ୍ଷା ଓ ହାତୀଙ୍କ ସୁରକ୍ଷିତ ବିଚରଣକୁ ନେଇ ନୂଆ ପ୍ରଶ୍ନ ଉଠାଇଛି। ବନ ବିଭାଗର ତଦନ୍ତ ପରେ ହାତୀ ମୃତ୍ୟୁର ପ୍ରକୃତ କାରଣ ସାମ୍ନାକୁ ଆସିବ। କଳାହାଣ୍ଡି ଭବାନୀପାଟଣା ରୁ ରିତେଶ କୁମାର ମୁଣ୍ଡ
Slug _ପୁଣି ଏକ ଛୁଆ ଦନ୍ତା ହାତୀର ମୃତ୍ୟୁ; କାରଣ ଅସ୍ପଷ୍ଟ, ବନ ବିଭାଗର ତଦନ୍ତ Anchor :- କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ। କର୍ମେ ବିଟ୍ ଅନ୍ତର୍ଗତ ଜାମପଡ଼ା ଓ ଖଇରମାଲ ମଧ୍ୟବର୍ତ୍ତୀ ଜଙ୍ଗଲରୁ ଏକ ଛୁଆ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି। ହାତୀର ମୃତ୍ୟୁର ପ୍ରକୃତ କାରଣ ଏଯାବତ୍ ସ୍ପଷ୍ଟ ହୋଇନଥିବାବେଳେ ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ନର୍ଲା ରେଞ୍ଜ ଅଧୀନ କର୍ମେ ବିଟ୍ର ଜାମପଡ଼ା ଓ ଖଇରମାଲ ମଧ୍ୟରେ ଥିବା ଜଙ୍ଗଲରେ ଏକ ଛୁଆ ଦନ୍ତା ହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଖବର ପାଇ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ମୃତ ହାତୀର ଯାଞ୍ଚ କରିବା ସହ ମୃତ୍ୟୁର କାରଣ ଜାଣିବା ପାଇଁ ତଦନ୍ତ ଜାରି ରଖିଛନ୍ତି। ତେବେ ହାତୀଟିର
ମୃତ୍ୟୁ କେଉଁ ପରିସ୍ଥିତିରେ ଘଟିଛି, ତାହା ଏଯାବତ୍ ସ୍ପଷ୍ଟ ହୋଇନାହିଁ। ବନ ବିଭାଗର ତଦନ୍ତ ଓ ଆବଶ୍ୟକ ପରୀକ୍ଷା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି। ପୂର୍ବ ଘଟଣା: ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ ମେ’ ମାସ ୨୪ ତାରିଖରେ ମଧ୍ୟ ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅନ୍ତର୍ଗତ କମର୍ଧା ବିଟ୍ରେ ଏକ ବୟସ୍କ ଦନ୍ତା ହାତୀର ମୃତଦେହ ମିଳିଥିଲା। ସେତେବେଳେ ଦୁଇ ହାତୀଙ୍କ ମଧ୍ୟରେ ଲଢ଼େଇ ଯୋଗୁଁ ଉକ୍ତ ହାତୀର ମୃତ୍ୟୁ ଘଟିଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଏବେ ପୁଣି ସମାନ ରେଞ୍ଜରେ ଏକ ଛୁଆ ଦନ୍ତା ହାତୀର ମୃତ୍ୟୁ ଘଟଣା ବନ୍ୟଜନ୍ତୁ ସୁରକ୍ଷା ଓ ହାତୀଙ୍କ ସୁରକ୍ଷିତ ବିଚରଣକୁ ନେଇ ନୂଆ ପ୍ରଶ୍ନ ଉଠାଇଛି। ବନ ବିଭାଗର ତଦନ୍ତ ପରେ ହାତୀ ମୃତ୍ୟୁର ପ୍ରକୃତ କାରଣ ସାମ୍ନାକୁ ଆସିବ। କଳାହାଣ୍ଡି ଭବାନୀପାଟଣା ରୁ ରିତେଶ କୁମାର ମୁଣ୍ଡ
Slug _ପୁଣି ଏକ ଛୁଆ ଦନ୍ତା ହାତୀର ମୃତ୍ୟୁ; କାରଣ ଅସ୍ପଷ୍ଟ, ବନ ବିଭାଗର ତଦନ୍ତ Anchor :- କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ। କର୍ମେ ବିଟ୍ ଅନ୍ତର୍ଗତ ଜାମପଡ଼ା ଓ ଖଇରମାଲ ମଧ୍ୟବର୍ତ୍ତୀ ଜଙ୍ଗଲରୁ ଏକ ଛୁଆ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି। ହାତୀର ମୃତ୍ୟୁର ପ୍ରକୃତ କାରଣ ଏଯାବତ୍ ସ୍ପଷ୍ଟ ହୋଇନଥିବାବେଳେ ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ନର୍ଲା ରେଞ୍ଜ ଅଧୀନ କର୍ମେ ବିଟ୍ର ଜାମପଡ଼ା ଓ ଖଇରମାଲ ମଧ୍ୟରେ ଥିବା ଜଙ୍ଗଲରେ ଏକ ଛୁଆ ଦନ୍ତା ହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଖବର ପାଇ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ମୃତ ହାତୀର ଯାଞ୍ଚ କରିବା ସହ ମୃତ୍ୟୁର କାରଣ ଜାଣିବା ପାଇଁ ତଦନ୍ତ ଜାରି ରଖିଛନ୍ତି। ତେବେ ହାତୀଟିର
ମୃତ୍ୟୁ କେଉଁ ପରିସ୍ଥିତିରେ ଘଟିଛି, ତାହା ଏଯାବତ୍ ସ୍ପଷ୍ଟ ହୋଇନାହିଁ। ବନ ବିଭାଗର ତଦନ୍ତ ଓ ଆବଶ୍ୟକ ପରୀକ୍ଷା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି। ପୂର୍ବ ଘଟଣା: ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷ ମେ’ ମାସ ୨୪ ତାରିଖରେ ମଧ୍ୟ ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅନ୍ତର୍ଗତ କମର୍ଧା ବିଟ୍ରେ ଏକ ବୟସ୍କ ଦନ୍ତା ହାତୀର ମୃତଦେହ ମିଳିଥିଲା। ସେତେବେଳେ ଦୁଇ ହାତୀଙ୍କ ମଧ୍ୟରେ ଲଢ଼େଇ ଯୋଗୁଁ ଉକ୍ତ ହାତୀର ମୃତ୍ୟୁ ଘଟିଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଏବେ ପୁଣି ସମାନ ରେଞ୍ଜରେ ଏକ ଛୁଆ ଦନ୍ତା ହାତୀର ମୃତ୍ୟୁ ଘଟଣା ବନ୍ୟଜନ୍ତୁ ସୁରକ୍ଷା ଓ ହାତୀଙ୍କ ସୁରକ୍ଷିତ ବିଚରଣକୁ ନେଇ ନୂଆ ପ୍ରଶ୍ନ ଉଠାଇଛି। ବନ ବିଭାଗର ତଦନ୍ତ ପରେ ହାତୀ ମୃତ୍ୟୁର ପ୍ରକୃତ କାରଣ ସାମ୍ନାକୁ ଆସିବ। କଳାହାଣ୍ଡି ଭବାନୀପାଟଣା ରୁ ରିତେଶ କୁମାର ମୁଣ୍ଡ
- Slug _ଅନୁଦାନ ଓ ପେନସନ୍ ଦାବିରେ ଶିକ୍ଷକ-କର୍ମଚାରୀଙ୍କ ଧାରଣା; DEO କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ Anchor :- ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ଶିକ୍ଷାକର୍ମଚାରୀ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି, କଳାହାଣ୍ଡି ଜିଲ୍ଲା ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଆୟୋଜିତ ହୋଇଛି। ବିଭିନ୍ନ ଦାବି ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଶୀଘ୍ର ସମାଧାନ ପାଇଁ ଦାବି ରଖିଛନ୍ତି ଆନ୍ଦୋଳନକାରୀ। ଶିକ୍ଷକ-କର୍ମଚାରୀ ସମିତି ପକ୍ଷରୁ ଯୋଗ୍ୟ ବିବେଚିତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର ଅବସରପ୍ରାପ୍ତ ଓ ଅବସର ନେବାକୁ ଥିବା ଶିକ୍ଷକ-ଶିକ୍ଷାକର୍ମଚାରୀଙ୍କୁ ଚାକିରି ସର୍ତ୍ତାବଳୀ ଅନୁଯାୟୀ ପେନସନ୍ ପ୍ରଦାନ ପାଇଁ ଦାବି କରାଯାଇଛି। ଏଥିସହ ସମସ୍ତ ନୂତନ ଓ ପୂର୍ବ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ନିଯୁକ୍ତି ସହ ସରକାରୀକରଣ କରିବାକୁ ସମିତି ଦାବି ରଖିଛି। ସେହିପରି ଅବସର ବୟସସୀମା ୬୦ରୁ ୬୨ ବର୍ଷକୁ ବୃଦ୍ଧି, ଗ୍ରେଡ୍ ପେ’ରେ ଥିବା ଅସଙ୍ଗତି ଦୂର କରିବା, ନୂତନ ପେନସନ୍ ବ୍ୟବସ୍ଥା ପରିବର୍ତ୍ତେ ପୁରୁଣା ପେନସନ୍ ବ୍ୟବସ୍ଥା ଲାଗୁ କରିବା ଏବଂ ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତ ଶିକ୍ଷକମାନଙ୍କୁ ୬ଟି ନୋସନାଲ୍ ଇନ୍କ୍ରିମେଣ୍ଟ ସହ ଚାକିରିରେ ଚରିଷ୍ଠତା ପ୍ରଦାନ କରିବା ଭଳି ଦାବି ଉଠାଯାଇଛି। ଧାରଣା ଓ ପ୍ରତିବାଦ ପରେ ସମିତି ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀ ଏବଂ କଳାହାଣ୍ଡି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ଓଷ୍ଟା କଳାହାଣ୍ଡିର ସଭାପତି ସନ୍ତୋଷ କୁମାର ରଥ, ସମ୍ପାଦକ ପ୍ରଭାତ କୁମାର ରଥ, ଓଷ୍ଟାର ରାଜ୍ୟ ଉପସଭାପତି ମୃତ୍ୟୁଞ୍ଜୟ ବେହେରା, ଉପଦେଷ୍ଟା ଭବାନୀ ଶଙ୍କର ମିଶ୍ର ଓ ରବୀନ୍ଦ୍ର କୁମାର ମୁଣ୍ଡଙ୍କ ସମେତ ବିଭିନ୍ନ ବ୍ଲକର ସଭାପତି, ସମ୍ପାଦକ ଏବଂ ବହୁ ସଂଖ୍ୟକ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ତେବେ ଦୀର୍ଘଦିନ ଧରି ରହିଥିବା ଏହି ଦାବିଗୁଡ଼ିକ ଉପରେ ସରକାର କେବେ ନିଷ୍ପତ୍ତି ନେଉଛନ୍ତି ଏବଂ ଶିକ୍ଷକ-କର୍ମଚାରୀଙ୍କ ଦାବି କେତେ ଶୀଘ୍ର ପୂରଣ ହେଉଛି, ଏବେ ତାହା ଉପରେ ସମସ୍ତଙ୍କ ନଜର। କଳାହାଣ୍ଡି ଭବାନୀପାଟଣା ରୁ ରିତେଶ କୁମାର ମୁଣ୍ଡ, Slug _ଅନୁଦାନ ଓ ପେନସନ୍ ଦାବିରେ ଶିକ୍ଷକ-କର୍ମଚାରୀଙ୍କ ଧାରଣା; DEO କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ Anchor :- ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ଶିକ୍ଷାକର୍ମଚାରୀ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି, କଳାହାଣ୍ଡି ଜିଲ୍ଲା ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଆୟୋଜିତ ହୋଇଛି। ବିଭିନ୍ନ ଦାବି ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଶୀଘ୍ର ସମାଧାନ ପାଇଁ ଦାବି ରଖିଛନ୍ତି ଆନ୍ଦୋଳନକାରୀ। ଶିକ୍ଷକ-କର୍ମଚାରୀ ସମିତି ପକ୍ଷରୁ ଯୋଗ୍ୟ ବିବେଚିତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର ଅବସରପ୍ରାପ୍ତ ଓ ଅବସର ନେବାକୁ ଥିବା ଶିକ୍ଷକ-ଶିକ୍ଷାକର୍ମଚାରୀଙ୍କୁ ଚାକିରି ସର୍ତ୍ତାବଳୀ ଅନୁଯାୟୀ ପେନସନ୍ ପ୍ରଦାନ ପାଇଁ ଦାବି କରାଯାଇଛି। ଏଥିସହ ସମସ୍ତ ନୂତନ ଓ ପୂର୍ବ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ନିଯୁକ୍ତି ସହ ସରକାରୀକରଣ କରିବାକୁ ସମିତି ଦାବି ରଖିଛି। ସେହିପରି ଅବସର ବୟସସୀମା ୬୦ରୁ ୬୨ ବର୍ଷକୁ ବୃଦ୍ଧି, ଗ୍ରେଡ୍ ପେ’ରେ ଥିବା ଅସଙ୍ଗତି ଦୂର କରିବା, ନୂତନ ପେନସନ୍ ବ୍ୟବସ୍ଥା ପରିବର୍ତ୍ତେ ପୁରୁଣା ପେନସନ୍ ବ୍ୟବସ୍ଥା ଲାଗୁ କରିବା ଏବଂ ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତ ଶିକ୍ଷକମାନଙ୍କୁ ୬ଟି ନୋସନାଲ୍ ଇନ୍କ୍ରିମେଣ୍ଟ ସହ ଚାକିରିରେ ଚରିଷ୍ଠତା ପ୍ରଦାନ କରିବା ଭଳି ଦାବି ଉଠାଯାଇଛି। ଧାରଣା ଓ ପ୍ରତିବାଦ ପରେ ସମିତି ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀ ଏବଂ କଳାହାଣ୍ଡି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ଓଷ୍ଟା କଳାହାଣ୍ଡିର ସଭାପତି ସନ୍ତୋଷ କୁମାର ରଥ, ସମ୍ପାଦକ ପ୍ରଭାତ କୁମାର ରଥ, ଓଷ୍ଟାର ରାଜ୍ୟ ଉପସଭାପତି ମୃତ୍ୟୁଞ୍ଜୟ ବେହେରା, ଉପଦେଷ୍ଟା ଭବାନୀ ଶଙ୍କର ମିଶ୍ର ଓ ରବୀନ୍ଦ୍ର କୁମାର ମୁଣ୍ଡଙ୍କ ସମେତ ବିଭିନ୍ନ ବ୍ଲକର ସଭାପତି, ସମ୍ପାଦକ ଏବଂ ବହୁ ସଂଖ୍ୟକ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ତେବେ ଦୀର୍ଘଦିନ ଧରି ରହିଥିବା ଏହି ଦାବିଗୁଡ଼ିକ ଉପରେ ସରକାର କେବେ ନିଷ୍ପତ୍ତି ନେଉଛନ୍ତି ଏବଂ ଶିକ୍ଷକ-କର୍ମଚାରୀଙ୍କ ଦାବି କେତେ ଶୀଘ୍ର ପୂରଣ ହେଉଛି, ଏବେ ତାହା ଉପରେ ସମସ୍ତଙ୍କ ନଜର। କଳାହାଣ୍ଡି ଭବାନୀପାଟଣା ରୁ ରିତେଶ କୁମାର ମୁଣ୍ଡ,4
- ରାସ୍ତା କାଟିଥିଲା ଛତିଶଗଡ଼ ପୋତିଦେଲା ଓଡିଶା l ଓଡିଶା ସୀମାନ୍ତ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ ମାଝୀଧନୁଆ ପଞ୍ଚାୟତରେ ସ୍ଥାନୀୟ ପ୍ରଶାସନ ର ବିନା ଅନୁମତିରେ ଓଡିଶା ରେ ପସି ଛତିଶଗଡ଼ ପ୍ରଶାସନ ଓଡିଶା ରାସ୍ତାକୁ ଜେସିପି ଲଗେଇ କାଟିଥିବା ଅଭିଯୋଗ ହୋଇଥିଲା l ଯାହା ଫଳରେ ଯିବା ଆସିବାରେ ଅସୁବିଧାର ସମୁଖୀନ ହେଉଥିଲେ ଅଞ୍ଚଳ ବାସି l ଏନେଇ ଅଭିଯୋଗ ପରେ ଖବର ମଧ୍ୟ ପ୍ରସାରଣ ହୋଇଥିଲା l ଶେଷରେ ଆଜି ଓଡିଶା ପ୍ରଶାସନ ପକ୍ଷରୁ ଟ୍ରାକ୍ଟର ଯୋଗେ ମାଟି ପୋତି ଦିଆ ଯାଇଛି ବର୍ତମାନ ଯାତାୟାତ ସୁଗମ ହୋଇଛି l ସ୍ଥାନୀୟ ତହସିଲଦାର ତୁଳା ମୁଦୁଲି, ଅତିରିକ୍ତ ତହସିଲଦାର ତ୍ରିଳଚନ ନାୟକ, ସ୍ଥାନୀୟ ରାଜସ୍ବ ଅଧିକାରି ସାଗର ଖୁଣ୍ଟିଆ କୋଷାଗୁମୁଡା ଥାନା ଅଧିକାରୀ ଗୋପାଲକୃଷ୍ଣ ଅଗୁପାତ୍ର ସ୍ଥାନୀୟ ସରପଞ୍ଚ ଦୟାରାମ ପୂଜାରୀ ପ୍ରମୁଖ ଉକ୍ତ ରାସ୍ତା ପାଖରେ ପହଞ୍ଚି ଛତିଶଗଡ ପ୍ରଶାସନ ତରଫରୁ ଖଳା ଯାଇଥିବା ରାସ୍ତା କୁ ଟ୍ରାକ୍ଟର ଯୋଗେ ମାଟି ପକାଇ ପୋତା ଯାଇଥିବା ଦେଖା ଯାଇଥିଲା l ରାସ୍ତା କାଟିଥିଲା ଛତିଶଗଡ଼ ପୋତିଦେଲା ଓଡିଶା l ଓଡିଶା ସୀମାନ୍ତ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ ମାଝୀଧନୁଆ ପଞ୍ଚାୟତରେ ସ୍ଥାନୀୟ ପ୍ରଶାସନ ର ବିନା ଅନୁମତିରେ ଓଡିଶା ରେ ପସି ଛତିଶଗଡ଼ ପ୍ରଶାସନ ଓଡିଶା ରାସ୍ତାକୁ ଜେସିପି ଲଗେଇ କାଟିଥିବା ଅଭିଯୋଗ ହୋଇଥିଲା l ଯାହା ଫଳରେ ଯିବା ଆସିବାରେ ଅସୁବିଧାର ସମୁଖୀନ ହେଉଥିଲେ ଅଞ୍ଚଳ ବାସି l ଏନେଇ ଅଭିଯୋଗ ପରେ ଖବର ମଧ୍ୟ ପ୍ରସାରଣ ହୋଇଥିଲା l ଶେଷରେ ଆଜି ଓଡିଶା ପ୍ରଶାସନ ପକ୍ଷରୁ ଟ୍ରାକ୍ଟର ଯୋଗେ ମାଟି ପୋତି ଦିଆ ଯାଇଛି ବର୍ତମାନ ଯାତାୟାତ ସୁଗମ ହୋଇଛି l ସ୍ଥାନୀୟ ତହସିଲଦାର ତୁଳା ମୁଦୁଲି, ଅତିରିକ୍ତ ତହସିଲଦାର ତ୍ରିଳଚନ ନାୟକ, ସ୍ଥାନୀୟ ରାଜସ୍ବ ଅଧିକାରି ସାଗର ଖୁଣ୍ଟିଆ କୋଷାଗୁମୁଡା ଥାନା ଅଧିକାରୀ ଗୋପାଲକୃଷ୍ଣ ଅଗୁପାତ୍ର ସ୍ଥାନୀୟ ସରପଞ୍ଚ ଦୟାରାମ ପୂଜାରୀ ପ୍ରମୁଖ ଉକ୍ତ ରାସ୍ତା ପାଖରେ ପହଞ୍ଚି ଛତିଶଗଡ ପ୍ରଶାସନ ତରଫରୁ ଖଳା ଯାଇଥିବା ରାସ୍ତା କୁ ଟ୍ରାକ୍ଟର ଯୋଗେ ମାଟି ପକାଇ ପୋତା ଯାଇଥିବା ଦେଖା ଯାଇଥିଲା l1
- ଖଡ଼ିଆଳ ଥାନା ପରିସରରେ ମେଗା ରକ୍ତଦାନ ଶିବିର ଆୟୋଜିତ,୬୦ ୟୁନିଟ ରକ୍ତ ସଂଗ୍ରହ ଖଡ଼ିଆଳ ଥାନା ପରିସରରେ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବରେ ନୂଆପଡ଼ା ଆରକ୍ଷୀ ଅଧିକ୍ଷକ ଅମ୍ରିତ ପାଲ ସିଂହ ଯୋଗଦେଇ ଶୁଭ ଉଦଘାଟନ କରିଥିଲେ। ଏହି ଅବସରରେ ୬୦ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା।1
- ସମାଧାନ ହେଲା କୋଷାଗୁମୁଡା ଓଡିଶା - ଛତିଶଗଡ ସିମା ବିବାଦ!ସ୍ଥାନୀୟ ପ୍ରଶାସନ ଙ୍କୁ ଧନ୍ୟବାଦ ଜଣାଇଲେ ସରପଞ୍ଚ ଏବଂ ସୀମାବର୍ତ୍ତୀ ଅଞ୍ଚଳବାସୀ ସମାଧାନ ହେଲା କୋଷାଗୁମୁଡା ଓଡିଶା - ଛତିଶଗଡ ସିମା ବିବାଦ!ସ୍ଥାନୀୟ ପ୍ରଶାସନ ଙ୍କୁ ଧନ୍ୟବାଦ ଜଣାଇଲେ ସରପଞ୍ଚ ଏବଂ ସୀମାବର୍ତ୍ତୀ ଅଞ୍ଚଳବାସୀ1
- ମୁଖ୍ୟ 7ଟା ନିୟମ* 1. *ସମୟ:* ସକାଳ 7ଟା ରୁ ରାତି 7ଟା ଭିତରେ ହିଁ କଲ୍/ଭିଜିଟ୍ 2. *ଭାଷା:* ସମ୍ମାନଜନକ ଭାଷା। ଗାଳି, ଧମକ ବିଲକୁଲ୍ ନାହିଁ 3. *ଗୋପନୀୟତା:* ଋଣ ବିଷୟରେ ପରିବାର, ବନ୍ଧୁ, ପଡ଼ୋଶୀଙ୍କୁ କହିପାରିବେ ନାହିଁ 4. *ପରିଚୟ:* ଏଜେଣ୍ଟ ନିଜର ନାମ, କମ୍ପାନୀ ନାମ କହିବା ବାଧ୍ୟତାମୂଳକ 5. *ଡକ୍ୟୁମେଣ୍ଟ:* ଋଣ ନେବା ବେଳେ ଦିଆଯାଇଥିବା ଠିକଣାରେ ହିଁ ଯିବେ 6. *ଅଭିଯୋଗ:* ପ୍ରତି NBFC ରେ Grievance Redressal Officer ର ନାମ ଏବଂ ନମ୍ବର ଥିବା ଦରକାର 7. *ଜୋର ଜବରଦସ୍ତି:* ସମ୍ପତି ଜବତ କରିବା ପୂର୍ବରୁ ଲିଖିତ ନୋଟିସ୍ ଦେବାକୁ ପଡ଼ିବ *RBI ଗାଇଡଲାଇନ୍ - ଡିଟେଲ୍* *Circular Name:* RBI/2022-23/66 - Guidelines on Digital Lending & Fair Practices Code *Date:* 02.09.2022 ଏବଂ ପରେ Update ହୋଇଛି *ମୁଖ୍ୟ 7ଟା ନିୟମ* 1. *ସମୟ:* ସକାଳ 7ଟା ରୁ ରାତି 7ଟା ଭିତରେ ହିଁ କଲ୍/ଭିଜିଟ୍ 2. *ଭାଷା:* ସମ୍ମାନଜନକ ଭାଷା। ଗାଳି, ଧମକ ବିଲକୁଲ୍ ନାହିଁ 3. *ଗୋପନୀୟତା:* ଋଣ ବିଷୟରେ ପରିବାର, ବନ୍ଧୁ, ପଡ଼ୋଶୀଙ୍କୁ କହିପାରିବେ ନାହିଁ 4. *ପରିଚୟ:* ଏଜେଣ୍ଟ ନିଜର ନାମ, କମ୍ପାନୀ ନାମ କହିବା ବାଧ୍ୟତାମୂଳକ 5. *ଡକ୍ୟୁମେଣ୍ଟ:* ଋଣ ନେବା ବେଳେ ଦିଆଯାଇଥିବା ଠିକଣାରେ ହିଁ ଯିବେ 6. *ଅଭିଯୋଗ:* ପ୍ରତି NBFC ରେ Grievance Redressal Officer ର ନାମ ଏବଂ ନମ୍ବର ଥିବା ଦରକାର 7. *ଜୋର ଜବରଦସ୍ତି:* ସମ୍ପତି ଜବତ କରିବା ପୂର୍ବରୁ ଲିଖିତ ନୋଟିସ୍ ଦେବାକୁ ପଡ଼ିବ1
- ମନ୍ଦିର ଦାନହୁଣ୍ଡୀରୁ ଲକ୍ଷାଧିକ ଟଙ୍କା ଲୁଟ୍ #Kundura #koraput1
- କଲମପୁରରେ ଅଭାବନୀୟ ଘଟଣା, ବାପାଙ୍କ ଆକ୍ରମଣରେ ପୁଅର ମୃତ୍ୟୁ, ଅଭିଯୁକ୍ତ ଅଟକ କଳାହାଣ୍ଡି ଜିଲ୍ଲାର କଲମପୁର ଥାନା ଅନ୍ତର୍ଗତ ନୂଆଗୁଡା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ବିବାଦକୁ କେନ୍ଦ୍ର କରି ବାପାଙ୍କ ଆକ୍ରମଣରେ ପୁଅର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଆଲୋକ ରଞ୍ଜନ ଗହିର (୨୦)।ତାଙ୍କ ବାପା ମାନସିଂ ଗହିର (୫୫) ପୁଅଙ୍କୁ ଟଙ୍କା ମାଗିଥିଲେ। ଟଙ୍କା ନଦେବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ରାଗରେ କାଠ ଫାଳିଆରେ ଆଲୋକଙ୍କ ମୁଣ୍ଡକୁ ଆଘାତ କରିଥିବା ଅଭିଯୋଗ ରହିଛି। ଗୁରୁତରଙ୍କୁ ପରିବାର ଲୋକେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ପରେ ହସ୍ପିଟାଲ ପକ୍ଷରୁ କଲମପୁର ପୁଲିସକୁ ସୂଚନା ଦିଆଯାଇଥିଲା।ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ବାପା ମାନସିଂ ଗହିରଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।4