ପୁରୀ ବଡ଼ଦାଣ୍ଡରେ ଶଙ୍ଖଧ୍ୱନି ଦିବସ ପାଳିତ। ପୁରୀ: ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବଞ୍ଚାଇ ରଖିବା ଏବଂ ବିଶ୍ୱ ଶାନ୍ତି ଓ କଲ୍ୟାଣ କାମନା କରି 'ବଡ଼ଦାଣ୍ଡ ସେବା' ପକ୍ଷରୁ ପୁରୀର ବଡ଼ଦାଣ୍ଡରେ ତୃତୀୟ 'ଶଙ୍ଖଧ୍ୱନି ଦିବସ' ଅତ୍ୟନ୍ତ ଉତ୍ସାହ ଓ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମହାପ୍ରଭୁଙ୍କୁ ଦୀପ ପ୍ରଜ୍ୱଳନ ଓ ଶଙ୍ଖ ପୂଜନ କରାଯିବା ସହ ବହୁ ସଂଖ୍ୟାରେ ଶଙ୍ଖାଳି ଓ ସ୍ଥାନୀୟ ଜନସାଧାରଣ ଏକସାଙ୍ଗରେ ଶଙ୍ଖ ବଜାଇଥିଲେ। ଯାହାଫଳରେ ସମଗ୍ର ବଡ଼ଦାଣ୍ଡ ଏକ ଆଧ୍ୟାତ୍ମିକ ଓ ପ୍ରକମ୍ପିତ ପରିବେଶରେ ପୂର୍ଣ୍ଣ ହୋଇଯାଇଥିଲା। ସୂଚନାଯୋଗ୍ୟ ଯେ, ଓଡ଼ିଶାର କଳା, ସଂସ୍କୃତି ଓ ପରମ୍ପରାକୁ ପ୍ରଚାର ପ୍ରସାର କରିବା ପାଇଁ ୨୦୨୩ ମସିହା ଅଗଷ୍ଟ ୧ ତାରିଖରେ "ବଡ଼ଦାଣ୍ଡ ସେବା" ପକ୍ଷରୁ ଏହି ଅନନ୍ୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ଅନୁଷ୍ଠାନର ଏପରି ପ୍ରୟାସକୁ ସହରବାସୀ ଏବଂ ବିଭିନ୍ନ ବର୍ଗର ବୁଦ୍ଧିଜୀବୀ ପ୍ରଶଂସା କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବିଷ୍ଣୁଦତ୍ତ ଦାସ ଯୋଗଦେଇଥିବାବେଳେ, 'ବଡ଼ଦାଣ୍ଡ ସେବା' ପକ୍ଷରୁ ଅତିଥିଙ୍କ ଦ୍ୱାରା ପ୍ରମୁଖ ସମାଜସେବୀ ବିପ୍ଳବ କୁମାର ଦାସଙ୍କୁ ଶଙ୍ଖ ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅଶୋକ ବେହେରା, ବିନାୟକ ରାୟସିଂହ, ରାମଚନ୍ଦ୍ର ହାଲଦର, ଦିବାକର ବେହେରା, ଜଗନ୍ନାଥ ସୁବୁଦ୍ଧି, ସୂର୍ଯ୍ୟକାନ୍ତ ନାୟକ, ଲକ୍ଷ୍ମୀପ୍ରିୟା ପାଢ଼ୀ, ପିଙ୍କି କିନ୍ନର, ସୁନୀଲ ମହାପାତ୍ର, ରୁଦ୍ର ନାରାୟଣ ସାହୁ ଏବଂ ମନୋଜ ସାହୁ ପ୍ରମୁଖ ଯୋଗଦେଇଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ଜଗନ୍ନାଥ ପାଢ଼ୀ ସୁଚାରୁରୂପେ ପରିଚାଳନା କରିଥିଲେ।ଡ଼ଃ ମନୋଜ କୁମାର ବଳିଆରସିଂ,ପୁରୀ।
ପୁରୀ ବଡ଼ଦାଣ୍ଡରେ ଶଙ୍ଖଧ୍ୱନି ଦିବସ ପାଳିତ। ପୁରୀ: ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବଞ୍ଚାଇ ରଖିବା ଏବଂ ବିଶ୍ୱ ଶାନ୍ତି ଓ କଲ୍ୟାଣ କାମନା କରି 'ବଡ଼ଦାଣ୍ଡ ସେବା' ପକ୍ଷରୁ ପୁରୀର ବଡ଼ଦାଣ୍ଡରେ ତୃତୀୟ 'ଶଙ୍ଖଧ୍ୱନି ଦିବସ' ଅତ୍ୟନ୍ତ ଉତ୍ସାହ ଓ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମହାପ୍ରଭୁଙ୍କୁ ଦୀପ ପ୍ରଜ୍ୱଳନ ଓ ଶଙ୍ଖ
ପୂଜନ କରାଯିବା ସହ ବହୁ ସଂଖ୍ୟାରେ ଶଙ୍ଖାଳି ଓ ସ୍ଥାନୀୟ ଜନସାଧାରଣ ଏକସାଙ୍ଗରେ ଶଙ୍ଖ ବଜାଇଥିଲେ। ଯାହାଫଳରେ ସମଗ୍ର ବଡ଼ଦାଣ୍ଡ ଏକ ଆଧ୍ୟାତ୍ମିକ ଓ ପ୍ରକମ୍ପିତ ପରିବେଶରେ ପୂର୍ଣ୍ଣ ହୋଇଯାଇଥିଲା। ସୂଚନାଯୋଗ୍ୟ ଯେ, ଓଡ଼ିଶାର କଳା, ସଂସ୍କୃତି ଓ ପରମ୍ପରାକୁ ପ୍ରଚାର ପ୍ରସାର କରିବା ପାଇଁ ୨୦୨୩ ମସିହା ଅଗଷ୍ଟ ୧ ତାରିଖରେ
"ବଡ଼ଦାଣ୍ଡ ସେବା" ପକ୍ଷରୁ ଏହି ଅନନ୍ୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା। ଅନୁଷ୍ଠାନର ଏପରି ପ୍ରୟାସକୁ ସହରବାସୀ ଏବଂ ବିଭିନ୍ନ ବର୍ଗର ବୁଦ୍ଧିଜୀବୀ ପ୍ରଶଂସା କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବିଷ୍ଣୁଦତ୍ତ ଦାସ ଯୋଗଦେଇଥିବାବେଳେ, 'ବଡ଼ଦାଣ୍ଡ ସେବା' ପକ୍ଷରୁ ଅତିଥିଙ୍କ ଦ୍ୱାରା ପ୍ରମୁଖ ସମାଜସେବୀ ବିପ୍ଳବ କୁମାର ଦାସଙ୍କୁ ଶଙ୍ଖ ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ
ଅଶୋକ ବେହେରା, ବିନାୟକ ରାୟସିଂହ, ରାମଚନ୍ଦ୍ର ହାଲଦର, ଦିବାକର ବେହେରା, ଜଗନ୍ନାଥ ସୁବୁଦ୍ଧି, ସୂର୍ଯ୍ୟକାନ୍ତ ନାୟକ, ଲକ୍ଷ୍ମୀପ୍ରିୟା ପାଢ଼ୀ, ପିଙ୍କି କିନ୍ନର, ସୁନୀଲ ମହାପାତ୍ର, ରୁଦ୍ର ନାରାୟଣ ସାହୁ ଏବଂ ମନୋଜ ସାହୁ ପ୍ରମୁଖ ଯୋଗଦେଇଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ଜଗନ୍ନାଥ ପାଢ଼ୀ ସୁଚାରୁରୂପେ ପରିଚାଳନା କରିଥିଲେ।ଡ଼ଃ ମନୋଜ କୁମାର ବଳିଆରସିଂ,ପୁରୀ।
- ଠିକା ଦାର କେମିତି ପଇସା ଛାପନ୍ତି 😱 । ଲୋକେ ସବୁ ଅନ୍ଧ ସବୁ ଦେଖିଲା ପରେ ବି ବିରୋଧ କରୁନାହାନ୍ତି ❌ ନିମାପଡ଼ା ଟ୍ରାଫିକ ରୁ ଉତ୍ତରା ରୋଡ କୁ bank of india ସାମ୍ନା ରେ ଏ କାର୍ଯ୍ୟ ଚାଲିଛି। ଧ୍ୟାନ ଦେବେ ଜନତା ଯେଉଁ କାମ ଯେ ପ୍ରକାର ହେବା କଥା ତାହା କରାଯାଉ ନାହିଁ । ସର୍ବ ସାଧାରଣ ଲୋକଙ୍କ ପଇସା କୁ ପାଣିରେ ପକାଉଛନ୍ତି। କଂକ୍ରିଟ ଆଡ ମିକ୍ସର କୁ ପାଣିରେ ପକାଉଛନ୍ତି ଏ କିଭଳି କାର୍ଯ୍ୟ । କିଏ ସେ ମହାନ୍ ଇଞ୍ଜିନିୟର ଯିଏ ଏଭଳି କାର୍ଯ୍ୟ ପାଇଁ ପରାମର୍ଶ ଦେଇଛନ୍ତି। ଏହା ଅନ୍ୟାୟ ଏବଂ ଅନ୍ଧ କାନୁନ୍ ର ବ୍ୟବସ୍ଥା। ଏହା ବିରୋଧ ଯୋଗ୍ୟ 100% । ସଡ଼କ ମନ୍ତ୍ରୀ ଟିକେ ଦେଖ। jai hind 🇮🇳1
- ମାନ୍ ସମ୍ମାନ ନ ଫେରେଇଲେ ବାଲିଅନ୍ତା ବ୍ଲକ୍ ଘେରାଉ ହେବ। #Baliantablock #BDOBalianta #DMKhordha #CMOdisha #Jayadevnews #Baliantapolice1
- ଆଜି (୧ ଅଗଷ୍ଟ ୨୦୨୬) ସକାଳ ୭ଟାର OTV ଓଡ଼ିଆ ଟପ୍ ହେଡଲାଇନ୍ସ 🌧️ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ପାଣିପାଗ ବିଭାଗର ସତର୍କ ସୂଚନା। 🌊 ବନ୍ୟା ପରିସ୍ଥିତିକୁ ନେଇ ପ୍ରଶାସନ ସତର୍କ; ନଦୀ ଜଳସ୍ତର ଉପରେ କଡ଼ା ନଜର। ଆଜି (୧ ଅଗଷ୍ଟ ୨୦୨୬) ସକାଳ ୭ଟାର OTV ଓଡ଼ିଆ ଟପ୍ ହେଡଲାଇନ୍ସ 🌧️ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ପାଣିପାଗ ବିଭାଗର ସତର୍କ ସୂଚନା। 🌊 ବନ୍ୟା ପରିସ୍ଥିତିକୁ ନେଇ ପ୍ରଶାସନ ସତର୍କ; ନଦୀ ଜଳସ୍ତର ଉପରେ କଡ଼ା ନଜର। 🏛️ ରାଜ୍ୟର ବିଭିନ୍ନ ଉନ୍ନୟନ ଓ ପ୍ରଶାସନିକ ପ୍ରସଙ୍ଗରେ ସରକାରଙ୍କ ସମୀକ୍ଷା ବୈଠକ। 🚨 ବିଭିନ୍ନ ସ୍ଥାନରେ ଅପରାଧ ଓ ସଡ଼କ ଦୁର୍ଘଟଣା ସମ୍ବନ୍ଧୀୟ ଖବର। 🇮🇳 ଦେଶର ତାଜା ରାଜନୈତିକ ଓ ଜାତୀୟ ଖବର। 🌍 ଆନ୍ତର୍ଜାତୀୟ ସ୍ତରର ପ୍ରମୁଖ ଘଟଣାବଳୀ। 🏏 କ୍ରୀଡ଼ା ଜଗତର ସବୁଠାରୁ ବଡ଼ ଅପଡେଟ୍। 🎬 ମନୋରଞ୍ଜନ ଜଗତର ତାଜା ଖବର1
- Post by Bharat ମାତା1
- Are inlvie held together Assam people together today?I'll take this y video like share comment my instagram channel c m pintu month twenty four k , please view and follow me1
- ପୁରୀରେ 'ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବକ' କାର୍ଯ୍ୟକ୍ରମ ଅନୁଷ୍ଠିତ। ପୁରୀ ସୁରଜମଲ ସାହା ମହାବିଦ୍ୟାଳୟ ପରିସରରେ 'ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବକ' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ଧନୁର୍ଧର ମୁଦୁଲି ଏବଂ 'ମାଇଁ ଭାରତ' ପୁରୀର ଅଧିକାରିଣୀ ସୁଶ୍ରୀ ସଂଗୀତା ମହାପାତ୍ର ମିଳିତ ଭାବେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ୱଳନ କରି ଉଦଘାଟନ କରିଥିଲେ। ଏହି ଅବସରରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ରିଲ୍ସ ପ୍ରତିଯୋଗିତା, ତର୍କ, ଚିତ୍ରାଙ୍କନ, ଏକକ ଅଭିନୟ, ନୃତ୍ୟ ଓ ସଂଗୀତ ଭଳି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଶେଷରେ ଯୁବକମାନେ କିପରି ନିଶାମୁକ୍ତ ରହିବେ ସେନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ଯୁବ ଅଧିକାରିଣୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ ଯୋଗଦାନ କରି ଯୁବକମାନେ ସର୍ବଦା ନିଶାଠାରୁ ଦୂରେଇ ରହି ଯୁବସମାଜରେ ନିଶା ସେବନ ବିରୋଧୀ ବାର୍ତ୍ତା ପହଞ୍ଚାଇଲେ ଏକ ସୁନ୍ଦର ଭାରତ ଗଠନ କରାଯାଇପାରିବ ବୋଲି ବକ୍ତବ୍ୟ ରଖିଥିଲେ। ଅନ୍ୟତମ ଅତିଥିଭାବେ ଜିଲ୍ଲା ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ମହାବୀର ରୁଦ୍ରନାରାୟଣ ସାହୁ ଯୋଗଦେଇ ଭାରତବର୍ଷ ଯୁବଶକ୍ତିର ମେରୁଦଣ୍ଡ ବୋଲି କହିବା ସହ ଯୁବକମାନେ ଶୃଙ୍ଖଳିତ ଏବଂ ନିଶାଠାରୁ ଦୂରେଇ ରହିଲେ ବିକଶିତ ଭାରତ ଗଠନରେ କୌଣସି ବାଧା ଉପୁଜିବ ନାହିଁ ବୋଲି ମତବ୍ୟକ୍ତ କରିଥିଲେ। ସର୍ବଶେଷରେ ସମାଜସେବୀ ରାମକୃଷ୍ଣ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ଏବଂ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଭାସ୍କର ପୂଜାରୀ ପରିଚାଳନା କରିଥିବାବେଳେ ପଞ୍ଚୁ, ବାସୁଦେବ, ଆଲୋକ ପୂଜାରୀ ଏବଂ କରୁଣାକର ସହଯୋଗ କରିଥିଲେ। ପୁରୀରୁ ଡ଼ଃ ମନୋଜ କୁମାର ବଳିଆରସିଂଙ୍କ ରିପୋର୍ଟ4
- ଡାକି ନେଇ ମାରିଦେଲେ ll Big Breaking News ll ମାଆର ବୁକୁଫଟା କାନ୍ଦ ଡାକି ନେଇ ମାରିଦେଲେ ll Big Breaking News ll ମାଆର ବୁକୁଫଟା କାନ୍ଦ1
- ଲଖ୍ନଉ ଠାରେ ଗୋଟିଏ ହାଇଵା car କୁ accident କରି ଦେବାରୁ ଦୁଇ ଜଣ ଘାୟଲ1