logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗଛରେ ପିଟିହେଲା ବାଇକ୍ ଜଣେ ମୃତ,ଜଣେ ଗୁରୁତର ରାଜକିଶୋରନଗର,୨୭ା୮(ଆପ୍ର) କିଶୋରନଗର- ମାଧପୁର ରାସ୍ତାର ରାଇବାହାଳ ପୋଲ ଠାରେ ଗୁରୁବାର ସଂନ୍ଧ୍ୟାରେ ଭାରସାମ୍ୟ ହରାଇ ଏକ ବାଇକ୍ ଗଛରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ବାଳକଙ୍କ ମୃତ୍ୟୁ ଗଛରେ ପିଟିହେଲା ବାଇକ୍ ଜଣେ ମୃତ,ଜଣେ ଗୁରୁତର କିଶୋରନଗର- ମାଧପୁର ରାସ୍ତାର ରାଇବାହାଳ ପୋଲ ଠାରେ ଗୁରୁବାର ସଂନ୍ଧ୍ୟାରେ ଭାରସାମ୍ୟ ହରାଇ ଏକ ବାଇକ୍ ଗଛରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ବାଳକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଥିବା ଜଣାଯାଇଛି । ମୃତ ଜଣକ ହେଉଛନ୍ତି କିଶୋରନଗର ଥାନା ଅନ୍ତର୍ଗତ ରଣିଆକଟା ପଞ୍ଚାୟତର କରଡାଦାଦର ଗାଁର ବବଲୁ ନାୟକ (୧୪) ଏବଂ ଗୁରୁତର ଆହତ ହେଉଛନ୍ତି ଡୋଳାଚାନ୍ଦ ନାୟକ (୧୦) । ସୂଚନାରୁ ପ୍ରକାଶ ଯେ ଗୁରୁବାର ସଂନ୍ଧ୍ୟାରେ ଦୁଇ ଜଣ ଏକ ବାଇକରେ (ଓଡି ୧୫ଏନ୍ ୮୪୨୪) ନିଜ ଗାଁରୁ ବାହାରି କିଶୋରନଗର ଅଭିମୁଖେ ଯାଇଉଥିବାବେଳେ ରାଇବାହାଳ ପୋଲ ପାଖରେ ଭାରସାମ୍ୟ ହରାଇ ଏକ ଗଛରେ ବାଡେଇ ଦେଇଥିଲେ । ଫଳରେ ଦୁହେଁ ଗୁରୁତର ହୋଇପଡିଥିଲେ । ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସରେ କିଶୋରନଗର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ବବଲୁ ନାୟକଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଡୋଳାଚାନ୍ଦଙ୍କ ପ୍ରାଥମିକ ଚିକିତ୍ସା ପରେ ତାଙ୍କର ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି ।

4 hrs ago
user_କିଶୋରନଗର
କିଶୋରନଗର
କିଶୋରନଗର, ଅନୁଗୁଳ, ଓଡ଼ିଶା•
4 hrs ago

ଗଛରେ ପିଟିହେଲା ବାଇକ୍ ଜଣେ ମୃତ,ଜଣେ ଗୁରୁତର ରାଜକିଶୋରନଗର,୨୭ା୮(ଆପ୍ର) କିଶୋରନଗର- ମାଧପୁର ରାସ୍ତାର ରାଇବାହାଳ ପୋଲ ଠାରେ ଗୁରୁବାର ସଂନ୍ଧ୍ୟାରେ ଭାରସାମ୍ୟ ହରାଇ ଏକ ବାଇକ୍ ଗଛରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ବାଳକଙ୍କ ମୃତ୍ୟୁ ଗଛରେ ପିଟିହେଲା ବାଇକ୍ ଜଣେ ମୃତ,ଜଣେ ଗୁରୁତର କିଶୋରନଗର- ମାଧପୁର ରାସ୍ତାର ରାଇବାହାଳ ପୋଲ ଠାରେ ଗୁରୁବାର ସଂନ୍ଧ୍ୟାରେ ଭାରସାମ୍ୟ ହରାଇ ଏକ ବାଇକ୍ ଗଛରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ବାଳକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଥିବା ଜଣାଯାଇଛି । ମୃତ ଜଣକ ହେଉଛନ୍ତି କିଶୋରନଗର ଥାନା ଅନ୍ତର୍ଗତ ରଣିଆକଟା ପଞ୍ଚାୟତର କରଡାଦାଦର ଗାଁର ବବଲୁ ନାୟକ (୧୪) ଏବଂ ଗୁରୁତର ଆହତ ହେଉଛନ୍ତି ଡୋଳାଚାନ୍ଦ ନାୟକ (୧୦) । ସୂଚନାରୁ ପ୍ରକାଶ ଯେ ଗୁରୁବାର ସଂନ୍ଧ୍ୟାରେ ଦୁଇ ଜଣ ଏକ ବାଇକରେ (ଓଡି ୧୫ଏନ୍ ୮୪୨୪) ନିଜ ଗାଁରୁ ବାହାରି କିଶୋରନଗର ଅଭିମୁଖେ ଯାଇଉଥିବାବେଳେ ରାଇବାହାଳ ପୋଲ ପାଖରେ ଭାରସାମ୍ୟ ହରାଇ ଏକ ଗଛରେ ବାଡେଇ ଦେଇଥିଲେ । ଫଳରେ ଦୁହେଁ ଗୁରୁତର ହୋଇପଡିଥିଲେ । ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସରେ କିଶୋରନଗର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ବବଲୁ ନାୟକଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଡୋଳାଚାନ୍ଦଙ୍କ ପ୍ରାଥମିକ ଚିକିତ୍ସା ପରେ ତାଙ୍କର ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି ।

More news from ଓଡ଼ିଶା and nearby areas
  • ବୌଦ୍ଧ ଜିଲ୍ଲା ବାଉଁଶୁଣୀ ବୈଦିଆପଡା ଠାରେ ଗହ୍ମା ଡିଆଁ ପରମ୍ପରା ପାଳିତ ।
    1
    ବୌଦ୍ଧ ଜିଲ୍ଲା ବାଉଁଶୁଣୀ ବୈଦିଆପଡା ଠାରେ ଗହ୍ମା ଡିଆଁ ପରମ୍ପରା ପାଳିତ ।
    user_DEBASISH NEPAK
    DEBASISH NEPAK
    Social worker ବାଉଁସୁଣି, ବୌଦ୍ଧ, ଓଡ଼ିଶା•
    22 hrs ago
  • ବ୍ରଜରାଜନଗର ର ଜଣେ ସମାଜସେବୀ ଙ୍କ ମୃତ ଦେହ ଉଦ୍ଧାର। ରବି କୁମାର ସୋନି ଗତ କିଛି ଦିନ ତଳେ ଘରୁ କୁଆଡ଼େ ଚାଲି ଯାଇଥିଲେ ଅଚାନକ କାଲି ଅଚାନକ ତାଙ୍କ ମୃତ ଦେହ ବ୍ରଜରାଜନଗର ର ବ୍ରଜରାଜନଗର ର ଜଣେ ସମାଜସେବୀ ଙ୍କ ମୃତ ଦେହ ଉଦ୍ଧାର। ରବି କୁମାର ସୋନି ଗତ କିଛି ଦିନ ତଳେ ଘରୁ କୁଆଡ଼େ ଚାଲି ଯାଇଥିଲେ ଅଚାନକ କାଲି ଅଚାନକ ତାଙ୍କ ମୃତ ଦେହ ବ୍ରଜରାଜନଗର ର ଇବ ନଦୀ କୂଳରେ ଦେଖି ବାକୁ ମିଳିଥିଲା ବ୍ରଜରାଜନଗର ପୁଲିସ ସୁଚନା ପାଇଁ ଏଦିଗରେ ତଦନ୍ତ ଆରମ୍ଭ କରିଛି ।
    1
    ବ୍ରଜରାଜନଗର ର ଜଣେ ସମାଜସେବୀ ଙ୍କ ମୃତ ଦେହ ଉଦ୍ଧାର। ରବି କୁମାର ସୋନି ଗତ କିଛି ଦିନ ତଳେ ଘରୁ କୁଆଡ଼େ ଚାଲି ଯାଇଥିଲେ  ଅଚାନକ କାଲି ଅଚାନକ ତାଙ୍କ ମୃତ ଦେହ ବ୍ରଜରାଜନଗର ର
ବ୍ରଜରାଜନଗର ର ଜଣେ ସମାଜସେବୀ ଙ୍କ ମୃତ ଦେହ ଉଦ୍ଧାର। ରବି କୁମାର ସୋନି ଗତ କିଛି ଦିନ ତଳେ ଘରୁ କୁଆଡ଼େ ଚାଲି ଯାଇଥିଲେ  ଅଚାନକ କାଲି ଅଚାନକ ତାଙ୍କ ମୃତ ଦେହ ବ୍ରଜରାଜନଗର ର ଇବ ନଦୀ କୂଳରେ ଦେଖି ବାକୁ ମିଳିଥିଲା  ବ୍ରଜରାଜନଗର ପୁଲିସ ସୁଚନା ପାଇଁ ଏଦିଗରେ ତଦନ୍ତ ଆରମ୍ଭ କରିଛି ।
    user_Ghana Shyam Rana Digital Art
    Ghana Shyam Rana Digital Art
    Photographer ଜମନକିରା, ସମ୍ବଲପୁର, ଓଡ଼ିଶା•
    20 min ago
  • ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀକୁ ସ୍ମରଣ କରି ଚଳିତ ବର୍ଷ ଜାତୀୟ କ୍ରୀଡ଼ା ଦିବସ ସୁବର୍ଣ୍ଣପୁର ଜିଲ୍ଲାରେ ପାଳନ କରାଯାଉଛି। ତାରିଖ:- ୨୮.୦୮.୨୦୨୬ ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀକୁ ସ୍ମରଣ କରି ଚଳିତ ବର୍ଷ ଜାତୀୟ କ୍ରୀଡ଼ା ଦିବସ ସୁବର୍ଣ୍ଣପୁର ଜିଲ୍ଲାରେ ପାଳନ କରାଯାଉଛି। ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାରେ ଅଗଷ୍ଟ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କ୍ରୀଡ଼ାଭିତ୍ତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଜାତୀୟ କ୍ରୀଡ଼ା ଦିବସର ତା. ୨୮.୦୮.୨୦୨୬ ପ୍ରଥମ ଦିନକୁ ‘ଟ୍ରିବ୍ୟୁଟ୍’ ଭାବେ ପାଳନ କରଯାଇଅଛି l ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି ଶିବିରକୁ ଶୁଭ ଉଦଘାଟନ କରିଥିଲେ l ସମ୍ମାନୀତ ଅତିଥି ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଶ୍ରୀ ବାଲାଜୀ ବିଶ୍ଵନାଥ, ସମେତ ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶୀମତୀ ଯମୁନା ପ୍ରଧାନ, ଶାରୀରିକ ଶିକ୍ଷୟତ୍ରୀ ଶୀମତୀ ସନ୍ଧ୍ୟାରାଣୀ ଖେତି, PTI ଖେଳ ଇଣ୍ଡିଆ ଶ୍ରୀ ମହମ୍ମଦ କଳିମ ଉପସ୍ଥିତ ଥିଲେ l ଜାତୀୟ କ୍ରୀଡା ଦିବସ ପାଳନ ଅବସରରେ ଖେଳ ଇଣ୍ଡିଆ ଅନୁଷ୍ଠାନର ସମସ୍ତ ଛାତ୍ରଛାତ୍ରୀ ବିଭିନ୍ନ ଖେଳରେ ଯୋଗଦେଇଥିଲେ l ଏହି ଅବସରରେ ଜିଲ୍ଲା କ୍ରୀଡା ଅଧିକାରୀ ସମସ୍ତ ଅତିଥିଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିଲେ ଏବଂ ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଳ ଅର୍ପଣ କରିଥିଲେ l ତାପରେ ମୁଖ୍ୟ ଅତିଥି ନିଜର ଅଭିଭାଷଣ ପ୍ରଦାନ କରିଥିଲେ l ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ ବୃଦ୍ଧି, ଫିଟନେସ୍ ଓ ଶାରୀରିକ ସୁସ୍ଥତା ସମ୍ପର୍କରେ ସଚେତନତା ସୃଷ୍ଟି ସହ ମେଜର ଧ୍ୟାନଚାନ୍ଦଙ୍କ କ୍ରୀଡ଼ା ପ୍ରତି ଅବଦାନକୁ ସ୍ମରଣ କରିବା ଏହି ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ମତ ରଖିଥିଲେ l ସଭା ଶେଷରେ ସମସ୍ତେ କ୍ରୀଡା କୁ ଆପଣେଇ ସୁସ୍ଥ ଶାରୀରିକ ଓ ମାନସିକ ରଖିବା ପାଇଁ ଶପଥପାଠ କରିଥିଲେ l ସକାଳ ୭ଟାରୁ ସୋନପୁର ଗାନ୍ଧୀ ଷ୍ଟାଡିୟମରେ ଡିଜିଟାଲ୍ ଚ୍ୟାଲେଞ୍ଜ୍‌ରେ ଅଂଶଗ୍ରହଣକାରୀମାନେ ୨୯ ଥର ଯେକୌଣସି କ୍ରୀଡ଼ା ଯଥା—ହକି ଡ୍ରିବଲିଂ, ଫୁଟବଲ୍ କିକ୍, ବାସ୍କେଟବଲ୍ ଡ୍ରିବଲିଂ, ବ୍ୟାଡମିଣ୍ଟନ୍ ରାଲି, ଦଉଡ଼ି ଡିଆଁ (Skipping), ବଲ୍ ବାଉନ୍ସ କିମ୍ବା ଅନ୍ୟ କୌଣସି ଉପଯୁକ୍ତ କ୍ରୀଡ଼ା କାର୍ଯ୍ୟକଳାପ କରାଯାଇଥିଲା l ଏହି କ୍ରୀଡା ଦିବସ ପାଳନ ସଭାକୁ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଚିତ୍ତରଞ୍ଜନ ମିଶ୍ର ସଂଯୋଜନା ଓ ଆୟୋଜନ ମଧ୍ୟ କରିଥିଲେ l
    1
    ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀକୁ ସ୍ମରଣ କରି ଚଳିତ ବର୍ଷ ଜାତୀୟ କ୍ରୀଡ଼ା ଦିବସ ସୁବର୍ଣ୍ଣପୁର ଜିଲ୍ଲାରେ ପାଳନ କରାଯାଉଛି। 
ତାରିଖ:- ୨୮.୦୮.୨୦୨୬
ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀକୁ ସ୍ମରଣ କରି ଚଳିତ ବର୍ଷ ଜାତୀୟ କ୍ରୀଡ଼ା ଦିବସ ସୁବର୍ଣ୍ଣପୁର ଜିଲ୍ଲାରେ ପାଳନ କରାଯାଉଛି। ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାରେ ଅଗଷ୍ଟ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କ୍ରୀଡ଼ାଭିତ୍ତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।
ଜାତୀୟ କ୍ରୀଡ଼ା ଦିବସର ତା. ୨୮.୦୮.୨୦୨୬ ପ୍ରଥମ ଦିନକୁ ‘ଟ୍ରିବ୍ୟୁଟ୍’ ଭାବେ ପାଳନ କରଯାଇଅଛି l ଏହି ଅବସରରେ   ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି ଶିବିରକୁ ଶୁଭ ଉଦଘାଟନ କରିଥିଲେ l 
ସମ୍ମାନୀତ ଅତିଥି ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଶ୍ରୀ ବାଲାଜୀ ବିଶ୍ଵନାଥ, ସମେତ ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶୀମତୀ ଯମୁନା ପ୍ରଧାନ, ଶାରୀରିକ ଶିକ୍ଷୟତ୍ରୀ ଶୀମତୀ ସନ୍ଧ୍ୟାରାଣୀ ଖେତି, PTI ଖେଳ ଇଣ୍ଡିଆ ଶ୍ରୀ ମହମ୍ମଦ କଳିମ ଉପସ୍ଥିତ ଥିଲେ l 
ଜାତୀୟ କ୍ରୀଡା ଦିବସ ପାଳନ ଅବସରରେ ଖେଳ ଇଣ୍ଡିଆ ଅନୁଷ୍ଠାନର ସମସ୍ତ ଛାତ୍ରଛାତ୍ରୀ ବିଭିନ୍ନ ଖେଳରେ ଯୋଗଦେଇଥିଲେ l 
ଏହି ଅବସରରେ ଜିଲ୍ଲା କ୍ରୀଡା ଅଧିକାରୀ ସମସ୍ତ ଅତିଥିଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜଣାଇଥିଲେ  ଏବଂ ମହାନ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଳ ଅର୍ପଣ କରିଥିଲେ l  ତାପରେ 
ମୁଖ୍ୟ ଅତିଥି ନିଜର ଅଭିଭାଷଣ ପ୍ରଦାନ କରିଥିଲେ l  ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ ବୃଦ୍ଧି, ଫିଟନେସ୍ ଓ ଶାରୀରିକ ସୁସ୍ଥତା ସମ୍ପର୍କରେ ସଚେତନତା ସୃଷ୍ଟି ସହ ମେଜର ଧ୍ୟାନଚାନ୍ଦଙ୍କ କ୍ରୀଡ଼ା ପ୍ରତି ଅବଦାନକୁ ସ୍ମରଣ କରିବା ଏହି ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ମତ ରଖିଥିଲେ l 
ସଭା ଶେଷରେ ସମସ୍ତେ କ୍ରୀଡା କୁ ଆପଣେଇ ସୁସ୍ଥ ଶାରୀରିକ ଓ ମାନସିକ ରଖିବା ପାଇଁ ଶପଥପାଠ କରିଥିଲେ l 
ସକାଳ ୭ଟାରୁ ସୋନପୁର ଗାନ୍ଧୀ ଷ୍ଟାଡିୟମରେ ଡିଜିଟାଲ୍ ଚ୍ୟାଲେଞ୍ଜ୍‌ରେ ଅଂଶଗ୍ରହଣକାରୀମାନେ ୨୯ ଥର ଯେକୌଣସି କ୍ରୀଡ଼ା   ଯଥା—ହକି ଡ୍ରିବଲିଂ, ଫୁଟବଲ୍ କିକ୍, ବାସ୍କେଟବଲ୍ ଡ୍ରିବଲିଂ, ବ୍ୟାଡମିଣ୍ଟନ୍ ରାଲି, ଦଉଡ଼ି ଡିଆଁ (Skipping), ବଲ୍ ବାଉନ୍ସ କିମ୍ବା ଅନ୍ୟ କୌଣସି ଉପଯୁକ୍ତ କ୍ରୀଡ଼ା କାର୍ଯ୍ୟକଳାପ କରାଯାଇଥିଲା l 
ଏହି କ୍ରୀଡା ଦିବସ ପାଳନ ସଭାକୁ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ  ଚିତ୍ତରଞ୍ଜନ ମିଶ୍ର ସଂଯୋଜନା ଓ  ଆୟୋଜନ ମଧ୍ୟ କରିଥିଲେ l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • ନେପାଳ ବନ୍ୟା ବିଭୀଷିକା ମଧ୍ୟରେ ହେଲିକ୍ୟାପ୍ଟର ଯୋଗେ ଉଦ୍ଧାର କାର୍ଯ୍ୟ ଚାଲିଛି
    1
    ନେପାଳ ବନ୍ୟା ବିଭୀଷିକା ମଧ୍ୟରେ ହେଲିକ୍ୟାପ୍ଟର ଯୋଗେ ଉଦ୍ଧାର କାର୍ଯ୍ୟ ଚାଲିଛି
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ଗୌଡଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ର ଛାତ୍ରୀ । ସ୍କୁଲ ଫାଟକରେ ପଡିଲା ତାଲା ବାହାରେ ପିଲା l ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ଗୌଡଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ର ଛାତ୍ରୀ । ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦାବୀରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ। ବିଦ୍ୟାଳୟରେ ମୋଟ 125 ଜଣ ଛାତ୍ରଛାତ୍ରୀଙ୍କ ପାଇଁ ଅଛନ୍ତି ମାତ୍ର 3 ଜଣ ଶିକ୍ଷକ। ଗତ ଜୁଲାଇ ମାସରୁ 2 ଜଣ ଶିକ୍ଷକଙ୍କ ଅନ୍ୟତ୍ର ବଦଳି ପରେ ପାଠ ପଢ଼ାରେ ସମସ୍ୟା ହେଉଥିବା ଅଭିଯୋଗ। ତେଣୁ ତୁରନ୍ତ ବିଦ୍ୟାଳୟରେ ଆବଶ୍ୟକିୟ ଶିକ୍ଷକ ପଦବୀ ପୂରଣ ପାଇଁ ଦାବି କରିଛନ୍ତି ଛାତ୍ର ଛାତ୍ରୀ l
    3
    ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ଗୌଡଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ର ଛାତ୍ରୀ ।
ସ୍କୁଲ ଫାଟକରେ ପଡିଲା ତାଲା ବାହାରେ ପିଲା l ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଳକ ଗୌଡଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇଲେ ଛାତ୍ର ଛାତ୍ରୀ । ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦାବୀରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ। ବିଦ୍ୟାଳୟରେ ମୋଟ 125 ଜଣ ଛାତ୍ରଛାତ୍ରୀଙ୍କ ପାଇଁ ଅଛନ୍ତି ମାତ୍ର 3 ଜଣ ଶିକ୍ଷକ। ଗତ ଜୁଲାଇ ମାସରୁ 2 ଜଣ ଶିକ୍ଷକଙ୍କ ଅନ୍ୟତ୍ର ବଦଳି ପରେ ପାଠ ପଢ଼ାରେ ସମସ୍ୟା ହେଉଥିବା ଅଭିଯୋଗ। ତେଣୁ ତୁରନ୍ତ ବିଦ୍ୟାଳୟରେ ଆବଶ୍ୟକିୟ ଶିକ୍ଷକ ପଦବୀ ପୂରଣ ପାଇଁ ଦାବି କରିଛନ୍ତି ଛାତ୍ର ଛାତ୍ରୀ l
    user_BINKA KHABAR
    BINKA KHABAR
    ବିନିକା, ସୋନପୁର, ଓଡ଼ିଶା•
    2 hrs ago
  • 🚨 नेपाल में कुदरत का कहर! जलसैलाब ने मचाई भारी तबाही नेपाल में आई भीषण फ्लैश फ्लड का खौफनाक मंजर सामने आया है। तेज बहाव और मलबे ने कई इलाकों में भारी तबाही मचा दी। देखते ही देखते पुल, सड़कें, घर और वाहन पानी के तेज बहाव की चपेट में आ गए। वीडियो में पानी की रफ्तार और तबाही का अंदाजा लगाया जा सकता है। कई इलाकों में जनजीवन बुरी तरह प्रभावित हुआ है और बड़ी संख्या में लोग लापता बताए जा रहे हैं। राहत और बचाव अभियान लगातार जारी है। 🙏 प्रकृति के इस कहर में प्रभावित परिवारों के प्रति संवेदना। ईश्वर सभी की रक्षा करे। #NepalFlood #NepalFlashFlood #NepalDisaster #Flood #FlashFlood #NepalNews #BreakingNews #P24NewsExpress #NaturalDisaster #FloodAlert 🚨 नेपाल में कुदरत का कहर! जलसैलाब ने मचाई भारी तबाही नेपाल में आई भीषण फ्लैश फ्लड का खौफनाक मंजर सामने आया है। तेज बहाव और मलबे ने कई इलाकों में भारी तबाही मचा दी। देखते ही देखते पुल, सड़कें, घर और वाहन पानी के तेज बहाव की चपेट में आ गए। वीडियो में पानी की रफ्तार और तबाही का अंदाजा लगाया जा सकता है। कई इलाकों में जनजीवन बुरी तरह प्रभावित हुआ है और बड़ी संख्या में लोग लापता बताए जा रहे हैं। राहत और बचाव अभियान लगातार जारी है। 🙏 प्रकृति के इस कहर में प्रभावित परिवारों के प्रति संवेदना। ईश्वर सभी की रक्षा करे। #NepalFlood #NepalFlashFlood #NepalDisaster #Flood #FlashFlood #NepalNews #BreakingNews #P24NewsExpress #NaturalDisaster #FloodAlert
    1
    🚨 नेपाल में कुदरत का कहर! जलसैलाब ने मचाई भारी तबाही

नेपाल में आई भीषण फ्लैश फ्लड का खौफनाक मंजर सामने आया है। तेज बहाव और मलबे ने कई इलाकों में भारी तबाही मचा दी। देखते ही देखते पुल, सड़कें, घर और वाहन पानी के तेज बहाव की चपेट में आ गए।

वीडियो में पानी की रफ्तार और तबाही का अंदाजा लगाया जा सकता है। कई इलाकों में जनजीवन बुरी तरह प्रभावित हुआ है और बड़ी संख्या में लोग लापता बताए जा रहे हैं। राहत और बचाव अभियान लगातार जारी है।

🙏 प्रकृति के इस कहर में प्रभावित परिवारों के प्रति संवेदना। ईश्वर सभी की रक्षा करे।

#NepalFlood #NepalFlashFlood #NepalDisaster #Flood #FlashFlood #NepalNews #BreakingNews #P24NewsExpress #NaturalDisaster #FloodAlert


🚨 नेपाल में कुदरत का कहर! जलसैलाब ने मचाई भारी तबाही
नेपाल में आई भीषण फ्लैश फ्लड का खौफनाक मंजर सामने आया है। तेज बहाव और मलबे ने कई इलाकों में भारी तबाही मचा दी। देखते ही देखते पुल, सड़कें, घर और वाहन पानी के तेज बहाव की चपेट में आ गए।
वीडियो में पानी की रफ्तार और तबाही का अंदाजा लगाया जा सकता है। कई इलाकों में जनजीवन बुरी तरह प्रभावित हुआ है और बड़ी संख्या में लोग लापता बताए जा रहे हैं। राहत और बचाव अभियान लगातार जारी है।
🙏 प्रकृति के इस कहर में प्रभावित परिवारों के प्रति संवेदना। ईश्वर सभी की रक्षा करे।
#NepalFlood #NepalFlashFlood #NepalDisaster #Flood #FlashFlood #NepalNews #BreakingNews #P24NewsExpress #NaturalDisaster #FloodAlert
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    17 hrs ago
  • ପରମ୍ପରା ରିତୀ ନିତୀ ଅନୁସାରେ କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ଗ୍ରାମରେ ପାଳିଲେ ଭାଇ ଭଉଣୀଙ୍କ ବନ୍ଧନ...ରକ୍ଷାବନ୍ଧନ,
    4
    ପରମ୍ପରା ରିତୀ ନିତୀ ଅନୁସାରେ କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ା ଗ୍ରାମରେ ପାଳିଲେ ଭାଇ ଭଉଣୀଙ୍କ ବନ୍ଧନ...ରକ୍ଷାବନ୍ଧନ,
    user_Prabhat Sahu
    Prabhat Sahu
    Local News Reporter କଣ୍ଟାମାଳ, ବୌଦ୍ଧ, ଓଡ଼ିଶା•
    4 hrs ago
  • ବୌଦ୍ଧ ଜିଲ୍ଲା ବାଉଁଶୁଣୀ ମହାନଦୀ ରେ କୁମ୍ଭୀର ଦେଖିବାକୁ ମିଳିଛି । କୁମ୍ଭୀର ଦେଖି ଲୋକେ ଆତଙ୍କିତ।
    1
    ବୌଦ୍ଧ ଜିଲ୍ଲା ବାଉଁଶୁଣୀ ମହାନଦୀ ରେ କୁମ୍ଭୀର ଦେଖିବାକୁ ମିଳିଛି । କୁମ୍ଭୀର ଦେଖି ଲୋକେ ଆତଙ୍କିତ।
    user_DEBASISH NEPAK
    DEBASISH NEPAK
    Social worker ବାଉଁସୁଣି, ବୌଦ୍ଧ, ଓଡ଼ିଶା•
    23 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.