logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମୋହନା ଓକିଲ ସଂଘ ର ନୂତନ କର୍ମକର୍ତ୍ତା ଚୟନ ସଭାପତି ଭାବେ ରବୀନ୍ଦ୍ର ନାୟକ ସମ୍ପାଦକ ପଦ୍ମନାଭ ପତି ନିର୍ବାଚନ ଅଧିକାରୀ ଭାବେ ବିଳାସ ନାୟକ ଉପସ୍ଥିତ ଥିଲେ

13 hrs ago
user_Ansubhai Pandey
Ansubhai Pandey
ମୋହନା, ଗଜପତି, ଓଡ଼ିଶା•

More news from ଓଡ଼ିଶା and nearby areas
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    13 hrs ago
  • ବରଡାବିଲି ଜଳ ସମସ୍ୟା ସମାଧାନ ନହେଲେ ଆନ୍ଦୋଳନ ଚେତାବନୀ | ଗଣେଶ ପାଣିଗ୍ରାହୀ ବରାଡ଼ବିଲି 13/3/26 :-ଧରାକୋଟ ଅନ୍ତର୍ଗତ ବରଡାବିଲି ନୁଆଁ ସହି ଦୀର୍ଘ ଦିନ ହେଲା ଉତ୍କଟ ପାନୀୟ ଜଳ ସମସ୍ୟାରେ ଛନ୍ଦି ହୋଇ ରହିଛନ୍ତି ୧୩୦ ପରିବାର ଲୋକେ | ଗ୍ରାମଟି ସୋରଡ଼ା ଓ ଆସ୍କାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଉପରେ ଥିଲେବି ପ୍ରଶାସନର ନଜର ପଡୁନଥିବା କହିଛନ୍ତି ଗ୍ରାମବାସୀ | ବରଡାବିଲି ନୁଆଁସାହି ବାସି ସରକାରଙ୍କ କି ଦୋଷ କରିଛନ୍ତି କାହିଁକି ଜଳ କଷ୍ଟ ଭଳି ଦଣ୍ଡ ମିଳୁଛି ସେମାନଙ୍କୁ ? କିଏ ଦେବା ଏହାର ଉତ୍ତର ବୋଲି ପ୍ରଶ୍ନ କଲେ ସ୍ଥାନୀୟ ବାସି | ଗ୍ରାମବାସୀଙ୍କ ଏକ ମାତ୍ର ଭରସା ନିକଟରେ ଥିବା ଋଷୁକୁଲ୍ୟ ନଦୀ ଉପରେ | କିନ୍ତୁ ଅନେକ ସମୟରେ ବିଭିର୍ନ ପ୍ରକାର ମୃତ ଜୀବଜନ୍ତୁ, ଅଳିଆ ଆବର୍ଜନା ଭାସି ଆସୁଛି ଓ ବର୍ଷ ଦିନେ ନଦୀରେ ଗୋଳିଆ ପାଣି ଆସୁଥିବାରୁ ଚୁଆଁ ଖୋଳି ଗୋଲୀ ପାଣି ଆଣି ପିଇବା ପାଇଁ ବାଧ୍ୟ ହେଉଛନ୍ତି ବୋଲି କହିଥିଲେ ଗ୍ରାମବାସୀ |ଗାଁର ମହିଳା ମାନେ ପ୍ରାୟ ଏକ କିଲୋମଟର ଦୂର ପାଦରେ ଚାଲି ଚାଲି ବର୍ଷ ତମାମ ମୁଣ୍ଡରେ ପାଣି ଆଣି ଘରର ତମାମ କାର୍ଯ୍ୟରେ ଲଗାଇବା ପାଇଁ ବାଧ୍ୟ୍ୟ | ସରକାରଙ୍କ ଯୋଜନା ମଧ୍ୟରେ ହରଘର ନଳ ମାତ୍ର ଏହି ଗାଁ ପାଇଁ ନଥିଲା ଭଳି ଜଣାପଡୁଛି |ନିକଟରେ ଥିବା ଟାଟା କଲୋନୀ ପାଇଁ ସରହର ଏହି ଗାଁ ଭିତର ଦେଇ ନଦୀରୁ ବସୁଧା ଯୋଜନା ମାଧ୍ୟମରେ ପାଣି ଯୋଗାଇ ଦେଇଥିବା ବେଳେ ଏହି ଗ୍ରାମ ପ୍ରତି ଏଭଳି ମନ ଭାବ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିବା ଜଣାପଡିଛି |ବୋଧେ ସରକାରଙ୍କ ଆନ୍ତରିକତା ଥିଲେବି ସ୍ଥାନୀୟ ପ୍ରଶାସନର ଆନ୍ତରିକତା ନଥିବା ଭଳି ଜଣାପଡୁଥିବା ଚର୍ଚା |ଆଗକୁ ଖରାଦିନ ଆସୁଥିବା ବେଳେ ପାଣି ପାଇଁ ଡହଳ ବିକଳ ହୋଇ ଲୋକେ ଆକ୍ରୋଶ ଚରମ ସୀମାରେ ଶୁଣାଇଦେଲେ ଚରମ ବାଣୀ | ଯଦି ଘର ପର୍ଯ୍ୟନ୍ତ ପିଇବା ପାଣି ସରକାର ନଯୋଗାଇ ଦେବେ ହେବ ରାସ୍ତା ରୋକ |ଆଗାମୀ ପଞ୍ଚାୟତ ନିର୍ବାଚନରେ ହେବ ଭୋଟ ବର୍ଜନ କରିବା ଭଳି ନିଷ୍ପତି ନେଇଥିବା କହିଥିଲେ | ଧରାକୋଟରୁ ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ବରଡାବିଲି ଜଳ ସମସ୍ୟା ସମାଧାନ ନହେଲେ ଆନ୍ଦୋଳନ ଚେତାବନୀ | 
ଗଣେଶ ପାଣିଗ୍ରାହୀ  ବରାଡ଼ବିଲି 13/3/26 :-ଧରାକୋଟ ଅନ୍ତର୍ଗତ ବରଡାବିଲି ନୁଆଁ ସହି   ଦୀର୍ଘ ଦିନ ହେଲା ଉତ୍କଟ ପାନୀୟ ଜଳ ସମସ୍ୟାରେ ଛନ୍ଦି ହୋଇ ରହିଛନ୍ତି ୧୩୦ ପରିବାର ଲୋକେ | ଗ୍ରାମଟି ସୋରଡ଼ା ଓ ଆସ୍କାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଉପରେ ଥିଲେବି ପ୍ରଶାସନର ନଜର ପଡୁନଥିବା କହିଛନ୍ତି ଗ୍ରାମବାସୀ | ବରଡାବିଲି ନୁଆଁସାହି ବାସି ସରକାରଙ୍କ କି ଦୋଷ କରିଛନ୍ତି କାହିଁକି ଜଳ କଷ୍ଟ ଭଳି ଦଣ୍ଡ ମିଳୁଛି ସେମାନଙ୍କୁ ? କିଏ ଦେବା ଏହାର ଉତ୍ତର ବୋଲି ପ୍ରଶ୍ନ କଲେ ସ୍ଥାନୀୟ ବାସି | ଗ୍ରାମବାସୀଙ୍କ ଏକ ମାତ୍ର ଭରସା ନିକଟରେ ଥିବା ଋଷୁକୁଲ୍ୟ ନଦୀ ଉପରେ | କିନ୍ତୁ  ଅନେକ ସମୟରେ ବିଭିର୍ନ ପ୍ରକାର ମୃତ ଜୀବଜନ୍ତୁ, ଅଳିଆ ଆବର୍ଜନା ଭାସି ଆସୁଛି ଓ ବର୍ଷ ଦିନେ ନଦୀରେ ଗୋଳିଆ ପାଣି ଆସୁଥିବାରୁ ଚୁଆଁ ଖୋଳି ଗୋଲୀ ପାଣି ଆଣି ପିଇବା ପାଇଁ ବାଧ୍ୟ ହେଉଛନ୍ତି ବୋଲି କହିଥିଲେ ଗ୍ରାମବାସୀ |ଗାଁର ମହିଳା ମାନେ ପ୍ରାୟ ଏକ କିଲୋମଟର ଦୂର ପାଦରେ ଚାଲି ଚାଲି ବର୍ଷ ତମାମ ମୁଣ୍ଡରେ ପାଣି ଆଣି ଘରର ତମାମ କାର୍ଯ୍ୟରେ ଲଗାଇବା ପାଇଁ ବାଧ୍ୟ୍ୟ | ସରକାରଙ୍କ ଯୋଜନା ମଧ୍ୟରେ ହରଘର ନଳ ମାତ୍ର ଏହି  ଗାଁ ପାଇଁ ନଥିଲା ଭଳି ଜଣାପଡୁଛି |ନିକଟରେ ଥିବା ଟାଟା କଲୋନୀ ପାଇଁ ସରହର ଏହି ଗାଁ ଭିତର ଦେଇ ନଦୀରୁ ବସୁଧା ଯୋଜନା ମାଧ୍ୟମରେ ପାଣି ଯୋଗାଇ ଦେଇଥିବା ବେଳେ ଏହି ଗ୍ରାମ ପ୍ରତି ଏଭଳି ମନ ଭାବ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିବା ଜଣାପଡିଛି |ବୋଧେ ସରକାରଙ୍କ ଆନ୍ତରିକତା ଥିଲେବି ସ୍ଥାନୀୟ ପ୍ରଶାସନର ଆନ୍ତରିକତା ନଥିବା ଭଳି ଜଣାପଡୁଥିବା ଚର୍ଚା |ଆଗକୁ ଖରାଦିନ ଆସୁଥିବା ବେଳେ ପାଣି ପାଇଁ ଡହଳ ବିକଳ ହୋଇ ଲୋକେ ଆକ୍ରୋଶ ଚରମ ସୀମାରେ ଶୁଣାଇଦେଲେ ଚରମ ବାଣୀ | ଯଦି ଘର ପର୍ଯ୍ୟନ୍ତ ପିଇବା ପାଣି ସରକାର ନଯୋଗାଇ ଦେବେ ହେବ ରାସ୍ତା ରୋକ |ଆଗାମୀ ପଞ୍ଚାୟତ ନିର୍ବାଚନରେ ହେବ ଭୋଟ ବର୍ଜନ କରିବା ଭଳି ନିଷ୍ପତି ନେଇଥିବା କହିଥିଲେ | 
ଧରାକୋଟରୁ ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_Utkal Gourav
    Utkal Gourav
    Media company ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    4 hrs ago

    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    4 hrs ago
  • ଭଞ୍ଜନଗର ପୁରୁଣା ବଜାର ସାହିରେ ଥିବା ଉମା ପଣ୍ଡାଙ୍କ ଜଳଖିଆ ହୋଟେଲରେ ରବିବାର ରାତି ପ୍ରାୟ ୧୦ ଟା ସମୟରେ ହଟାତ ନିଆଁ ଲାଗିଯାଇଥିଲା। ହୋଟେଲ ଭିତରେ ଥିବା ସମସ୍ତ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି।ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ଘଟଣା ସ୍ଥଳରେ ପହଁଞ୍ଚି ନିଆଁକୁ ଆୟତ କରିଥିଲେ। ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ଭଞ୍ଜନଗର ପୁରୁଣା ବଜାର ସାହିରେ ଥିବା ଉମା ପଣ୍ଡାଙ୍କ ଜଳଖିଆ ହୋଟେଲରେ ରବିବାର ରାତି ପ୍ରାୟ ୧୦ ଟା ସମୟରେ ହଟାତ ନିଆଁ ଲାଗିଯାଇଥିଲା। ହୋଟେଲ ଭିତରେ ଥିବା ସମସ୍ତ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି।ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ଘଟଣା ସ୍ଥଳରେ ପହଁଞ୍ଚି ନିଆଁକୁ ଆୟତ କରିଥିଲେ। ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    16 hrs ago
  • Post by Rabindra Mandal
    1
    Post by Rabindra Mandal
    user_Rabindra Mandal
    Rabindra Mandal
    Farmer R.Udayagiri, Gajapati•
    19 hrs ago
  • ଲାଞ୍ଜିଆ ଓ ବନ୍ଥପଲ୍ଲୀ ଗ୍ରାମ ପଞ୍ଚାୟତରେ କିଶୋରୀ ମେଳା
    1
    ଲାଞ୍ଜିଆ ଓ ବନ୍ଥପଲ୍ଲୀ ଗ୍ରାମ ପଞ୍ଚାୟତରେ କିଶୋରୀ ମେଳା
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    4 hrs ago
  • ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ନାଇକାଣୀପଲ୍ଲୀ ଗ୍ରାମର ଯୁବକ କୁନା ଖୁଣ୍ଟିଆଙ୍କ ମୃତ୍ୟୁ ପରେ କତାରରୁ ତାଙ୍କ ମରଶରୀର ଗାଁକୁ ଆଣାଯାଇଛି। ମରଶରୀର ପହଞ୍ଚିବା ସହ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ପରିବାରର ଏକମାତ୍ର ରୋଜଗାରିଆ ପୁଅକୁ ହରାଇ ବାପାମା ଛାତିପିଟି କାନ୍ଦୁଛନ୍ତି। ପ୍ରଶାସନ ପରିବାରକୁ ସାନ୍ତ୍ବନା ଦେଇ ସହାୟତାର ଆଶ୍ୱାସନ ଦେଇଛି।
    3
    ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ନାଇକାଣୀପଲ୍ଲୀ ଗ୍ରାମର ଯୁବକ କୁନା ଖୁଣ୍ଟିଆଙ୍କ ମୃତ୍ୟୁ ପରେ କତାରରୁ ତାଙ୍କ ମରଶରୀର ଗାଁକୁ ଆଣାଯାଇଛି। ମରଶରୀର ପହଞ୍ଚିବା ସହ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ପରିବାରର ଏକମାତ୍ର ରୋଜଗାରିଆ ପୁଅକୁ ହରାଇ ବାପାମା ଛାତିପିଟି କାନ୍ଦୁଛନ୍ତି। ପ୍ରଶାସନ ପରିବାରକୁ ସାନ୍ତ୍ବନା ଦେଇ ସହାୟତାର ଆଶ୍ୱାସନ ଦେଇଛି।
    user_Ganjam Khabar
    Ganjam Khabar
    Kodala, Ganjam•
    12 hrs ago
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    14 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.