logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବାଙ୍କୀ ରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବାଙ୍କୀ ରେ ଶୁଖିଲା ରିଲିଫ ବଣ୍ଟନ #spnewstvliveodia #breakingnews #bankingnews ବାଙ୍କୀ ରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବାଙ୍କୀ ରେ ଶୁଖିଲା ରିଲିଫ ବଣ୍ଟନ #spnewstvliveodia #breakingnews #bankingnews

1 hr ago
user_SP NEWS LIVE ODIA
SP NEWS LIVE ODIA
ନୟାଗଡ଼, ନୟାଗଡ଼, ଓଡ଼ିଶା•
1 hr ago

ବାଙ୍କୀ ରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବାଙ୍କୀ ରେ ଶୁଖିଲା ରିଲିଫ ବଣ୍ଟନ #spnewstvliveodia #breakingnews #bankingnews ବାଙ୍କୀ ରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବାଙ୍କୀ ରେ ଶୁଖିଲା ରିଲିଫ ବଣ୍ଟନ #spnewstvliveodia #breakingnews #bankingnews

More news from ଓଡ଼ିଶା and nearby areas
  • ବାଙ୍କୀ ରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବାଙ୍କୀ ରେ ଶୁଖିଲା ରିଲିଫ ବଣ୍ଟନ #spnewstvliveodia #breakingnews #bankingnews ବାଙ୍କୀ ରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବାଙ୍କୀ ରେ ଶୁଖିଲା ରିଲିଫ ବଣ୍ଟନ #spnewstvliveodia #breakingnews #bankingnews
    1
    ବାଙ୍କୀ ରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବାଙ୍କୀ ରେ ଶୁଖିଲା ରିଲିଫ ବଣ୍ଟନ #spnewstvliveodia #breakingnews #bankingnews 
ବାଙ୍କୀ ରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବାଙ୍କୀ ରେ ଶୁଖିଲା ରିଲିଫ ବଣ୍ଟନ #spnewstvliveodia #breakingnews #bankingnews
    user_SP NEWS LIVE ODIA
    SP NEWS LIVE ODIA
    ନୟାଗଡ଼, ନୟାଗଡ଼, ଓଡ଼ିଶା•
    1 hr ago
  • ଭୂମି ହିନ ହରିଜନ ପରିବାରକୁ ଗ୍ରାମବାସୀ ମାଡ଼ ମାରି ବାସ ସ୍ଥାନରୁ ହଟାଇବା ପାଇଁ କରୁଛନ୍ତି ଚକ୍ରାନ୍ତ ତହସିଲ ଅଫିସ୍ ଅଧିକାରୀ ମଧ୍ୟ କରୁଛନ୍ତି ଗ୍ରାମବାସୀଙ୍କୁ ସମର୍ଥନ, ଭୟଭୀତ ନିରୀହ ପରିବାର
    1
    ଭୂମି ହିନ ହରିଜନ ପରିବାରକୁ ଗ୍ରାମବାସୀ ମାଡ଼ ମାରି ବାସ ସ୍ଥାନରୁ ହଟାଇବା ପାଇଁ କରୁଛନ୍ତି ଚକ୍ରାନ୍ତ
ତହସିଲ ଅଫିସ୍ ଅଧିକାରୀ ମଧ୍ୟ କରୁଛନ୍ତି ଗ୍ରାମବାସୀଙ୍କୁ ସମର୍ଥନ, ଭୟଭୀତ ନିରୀହ ପରିବାର
    user_ସଞ୍ଜୟ ଦତ୍ତ ଆଚାର୍ଯ୍ୟ
    ସଞ୍ଜୟ ଦତ୍ତ ଆଚାର୍ଯ୍ୟ
    Voice of people ନୂଆଗାଁ, ନୟାଗଡ଼, ଓଡ଼ିଶା•
    8 hrs ago
  • ବେଦ ପାଠଶାଳା ଦ୍ବାରା ବିଶ୍ଵ ସଂସ୍କୃତ ଦିବସ ଓ ଶ୍ରାବଣୀ ଉପାକର୍ମ ଉତ୍ସବ ପାଳିତ ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ନିକଟସ୍ଥ ଶ୍ରୀ ଦେବ୍ୟୈ ଶୁକ୍ଳ ୟଜୁର୍ବେଦ କାଣ୍ବ ବେଦପାଠଶାଳା ଦ୍ବାରା ଗୁରୁଦେବ ପ୍ରଫେସର ଦିବାକର ମହାପାତ୍ରଙ୍କ ଉପଦେଶ ଅନୁଯାୟୀ ବିଶ୍ଵ ସଂସ୍କୃତ ଦିବସ ଓ ଶ୍ରାବଣୀ ଉପାକର୍ମ ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ବିଦ୍ଧିବଦ୍ଧ ଅନୁସାରେ ରାମେଶ୍ବର ମା ବନଦୁର୍ଗା ମନ୍ଦିରରେ ପ୍ରଧାନାଚାର୍ଯ୍ୟ ଡଃ କୃପାସିନ୍ଧୁ ପଣ୍ଡାଙ୍କ ଦ୍ଵାରା ଗୋ ପୂଜା, ଗୁରୁ ପୂଜନ, ଋଷି ପୂଜନ, ଦେବାଦବୀ ମାନଙ୍କୁ ଆବାହନ ପୂଜନ, ଦଶବିଧ ସ୍ନାନ ପୂର୍ବକ ସଂସ୍କାର କର୍ମ ପାରମ୍ପରିକ ରୀତିନୀତିରେ କରାଯାଇଥିଲା। ଆଚାର୍ଯ୍ୟ ଶିଷ୍ୟମାନଙ୍କୁ ଯଜ୍ଞାଦି କର୍ମ କରି ଷଡ଼ଙ୍ଗ ଚତୁର୍ବେଦାରମ୍ଭ ସହିତ ଶୁକ୍ଳ ୟଜୁର୍ବେଦ ସ୍ବଶାଖା କାଣ୍ବଶାଖା ମନ୍ତ୍ର ଶିଷ୍ୟମାନଙ୍କୁ ପ୍ରଦାନ କରିଥିଲେ। ଜଗତର କଲ୍ୟାଣ ପାଇଁ ପରମାତ୍ମାଙ୍କର ଅନବଦ୍ୟ ଦାନ ବେଦ। ବୈଦିକ ସଂସ୍କୃତି ଓ ବିଶ୍ବ ସଂସ୍କୃତ ଦିବସ ଉପଲକ୍ଷେ ସଚେତନତା ଶୋଭାଯାତ୍ରା କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଶିକ୍ଷାବିତ୍ ବିଶ୍ବନାଥ ରଥଙ୍କ ଦିଗ୍ ଦର୍ଶନରେ ତପନ କୁମାର ମହାପାତ୍ର, ପଣ୍ଡିତ ନଳିନୀ କାନ୍ତ ନନ୍ଦ, ପଣ୍ଡିତ ବସନ୍ତ କୁମାର ପଣ୍ଡା଼, ବିଷ୍ଣୁପ୍ରୀୟା ପଟ୍ଟଯୋଷୀ, ଅଭିଭାବକ ଓ ନିକଟବର୍ତ୍ତୀ ଅଞ୍ଚଳର ବହୁ ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଳ୍ୟ ମଣ୍ଡିତ କରିଥିଲେ।
    4
    ବେଦ ପାଠଶାଳା ଦ୍ବାରା ବିଶ୍ଵ ସଂସ୍କୃତ ଦିବସ ଓ ଶ୍ରାବଣୀ ଉପାକର୍ମ ଉତ୍ସବ ପାଳିତ
ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ନିକଟସ୍ଥ ଶ୍ରୀ ଦେବ୍ୟୈ ଶୁକ୍ଳ ୟଜୁର୍ବେଦ କାଣ୍ବ ବେଦପାଠଶାଳା ଦ୍ବାରା ଗୁରୁଦେବ ପ୍ରଫେସର ଦିବାକର ମହାପାତ୍ରଙ୍କ ଉପଦେଶ ଅନୁଯାୟୀ ବିଶ୍ଵ ସଂସ୍କୃତ ଦିବସ ଓ ଶ୍ରାବଣୀ ଉପାକର୍ମ ଉତ୍ସବ  ମହାସମାରୋହରେ ପାଳନ କରାଯାଇଛି। ବିଦ୍ଧିବଦ୍ଧ ଅନୁସାରେ ରାମେଶ୍ବର ମା ବନଦୁର୍ଗା ମନ୍ଦିରରେ ପ୍ରଧାନାଚାର୍ଯ୍ୟ ଡଃ କୃପାସିନ୍ଧୁ ପଣ୍ଡାଙ୍କ ଦ୍ଵାରା ଗୋ ପୂଜା, ଗୁରୁ ପୂଜନ, ଋଷି ପୂଜନ, ଦେବାଦବୀ ମାନଙ୍କୁ ଆବାହନ ପୂଜନ, ଦଶବିଧ ସ୍ନାନ ପୂର୍ବକ ସଂସ୍କାର କର୍ମ ପାରମ୍ପରିକ ରୀତିନୀତିରେ କରାଯାଇଥିଲା। ଆଚାର୍ଯ୍ୟ ଶିଷ୍ୟମାନଙ୍କୁ ଯଜ୍ଞାଦି  କର୍ମ କରି ଷଡ଼ଙ୍ଗ ଚତୁର୍ବେଦାରମ୍ଭ ସହିତ ଶୁକ୍ଳ ୟଜୁର୍ବେଦ ସ୍ବଶାଖା କାଣ୍ବଶାଖା ମନ୍ତ୍ର ଶିଷ୍ୟମାନଙ୍କୁ ପ୍ରଦାନ କରିଥିଲେ। ଜଗତର କଲ୍ୟାଣ ପାଇଁ ପରମାତ୍ମାଙ୍କର ଅନବଦ୍ୟ ଦାନ ବେଦ। ବୈଦିକ ସଂସ୍କୃତି ଓ ବିଶ୍ବ ସଂସ୍କୃତ ଦିବସ ଉପଲକ୍ଷେ ସଚେତନତା ଶୋଭାଯାତ୍ରା କରାଯାଇଥିଲା  । ଏହି କାର୍ଯ୍ୟକ୍ରମ ଶିକ୍ଷାବିତ୍ ବିଶ୍ବନାଥ ରଥଙ୍କ ଦିଗ୍ ଦର୍ଶନରେ ତପନ କୁମାର ମହାପାତ୍ର, ପଣ୍ଡିତ ନଳିନୀ କାନ୍ତ ନନ୍ଦ, ପଣ୍ଡିତ ବସନ୍ତ କୁମାର ପଣ୍ଡା଼, ବିଷ୍ଣୁପ୍ରୀୟା ପଟ୍ଟଯୋଷୀ, ଅଭିଭାବକ ଓ ନିକଟବର୍ତ୍ତୀ ଅଞ୍ଚଳର ବହୁ ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଳ୍ୟ ମଣ୍ଡିତ କରିଥିଲେ।
    user_ଦୀପକ କୁମାର ପ୍ରଧାନ
    ଦୀପକ କୁମାର ପ୍ରଧାନ
    Pre-school ଟାଙ୍ଗୀ, ଖୋର୍ଦ୍ଧା, ଓଡ଼ିଶା•
    48 min ago
  • ବୁଗୁଡ଼ା ୱାର୍ଡ଼ ନଂ 12 ରେ ଅବସ୍ଥିତ ମା ସନ୍ତୋଷୀ ମନ୍ଦିର ମାଆ ଙ୍କ ମନ୍ଦିର ର କିଛି ଦୃଶ୍ୟ
    1
    ବୁଗୁଡ଼ା ୱାର୍ଡ଼ ନଂ 12 ରେ ଅବସ୍ଥିତ ମା ସନ୍ତୋଷୀ ମନ୍ଦିର ମାଆ ଙ୍କ ମନ୍ଦିର ର କିଛି ଦୃଶ୍ୟ
    user_Sanatan dakua
    Sanatan dakua
    Graphic designer ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    1 hr ago
  • ‘ଛାତ୍ର ସଂସଦ ନିର୍ବାଚନ ନିଶ୍ଚିତ’ ଖୁବଶୀଘ୍ର ଆରମ୍ଭ ହେବ ଛାତ୍ରସଂସଦ ନିର୍ବାଚନ । ଏନେଇ ସୂଚନା ଦେଇଛନ୍ତି ବିଜେପି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ।
    1
    ‘ଛାତ୍ର ସଂସଦ ନିର୍ବାଚନ ନିଶ୍ଚିତ’
ଖୁବଶୀଘ୍ର ଆରମ୍ଭ ହେବ ଛାତ୍ରସଂସଦ ନିର୍ବାଚନ । ଏନେଇ ସୂଚନା ଦେଇଛନ୍ତି ବିଜେପି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ।
    user_Soren kumar Pradhan
    Soren kumar Pradhan
    Local News Reporter ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    23 hrs ago
  • ଦୁଇ କୋଟି ର ଗଞ୍ଜେଇ ଜବତ । G F X,, ନିଶା ବେପାରୀଙ୍କ ନିସ୍ତାର ନାହିଁ , G F X,,ଓଡ଼ିଶା ଛତିଶଗଡ଼ ସୀମାନ୍ତ ରେ ୨ କୋଟିର ଗଞ୍ଜେଇ ଜବତ, G F X,,ଆନ୍ତଃରାଜ୍ୟ ଚୋରା ଚାଲାଣ ନେଟୱାର୍କ ଠାବ।
    1
    ଦୁଇ କୋଟି ର ଗଞ୍ଜେଇ ଜବତ ।
G F X,, ନିଶା ବେପାରୀଙ୍କ ନିସ୍ତାର ନାହିଁ ,
G F X,,ଓଡ଼ିଶା ଛତିଶଗଡ଼ ସୀମାନ୍ତ ରେ ୨ କୋଟିର ଗଞ୍ଜେଇ ଜବତ, 
G F X,,ଆନ୍ତଃରାଜ୍ୟ ଚୋରା ଚାଲାଣ ନେଟୱାର୍କ ଠାବ।
    user_ସୁଧାଂଶୁ ରଞ୍ଜନ ଶତପଥି
    ସୁଧାଂଶୁ ରଞ୍ଜନ ଶତପଥି
    Badamba, Cuttack•
    23 hrs ago
  • ନିରାକାରାପୁର ଜଗନ୍ନାଥ ମନ୍ଦିର ତୃତୀୟ ଦିବସ ଝୁଲଣ ଉତ୍ସବରେ ବହୁ ଭକଙ୍କ ସମାଗମ ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ସ୍ଥିତ ଅଗ୍ରଣୀ ଧର୍ମାନୁଷ୍ଠାନ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଚଳିତ ବର୍ଷ ଝୁଲଣ ଉତ୍ସବ ଜାରୀ ରହିଛି ।ତୃତୀୟ ଦିବସ ଅବସରରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ସନ୍ଧ୍ୟା ସମୟରେ ମହାପ୍ରଭୁ ଙ୍କ ଝୁଲଣ ଉତ୍ସବ ରେ ଠାକୁର ଙ୍କୁ ପୁର୍ବ ପ୍ରସ୍ତୁତି ଅନୁଯାୟୀ ସୁସଜିତ ପଲଙ୍କରେ ବିଭିନ୍ନ ପ୍ରକାରର ସୁବାସିତ ପୁଷ୍ପ ମାଲ୍ୟ ଓ ଅଙ୍ଗ ବତ୍ସ ପରିଧାନ କରି ମଣ୍ଡପ ରେ ଆସିନ ହୋଇଥିଲେ l ହରିବୋଲ ହୁଳହୁଳି ଘଣ୍ଟ କିର୍ତ୍ତନ ରେ କମ୍ପିଥିଲା ମନ୍ଦିର ପରିସର । ଏହି ତୃତୀୟ ଦିବସ କାର୍ଯ୍ୟକ୍ରମ ରେ ଅଞ୍ଚଳର ବହୁ ଭକ୍ତ ସମାଗମ ହୋଇଥିବା ଦେଖିବାକୁ ମିଳିଥିଲା l ଟ୍ରଷ୍ଟ ପକ୍ଷରୁ ଠାକୁର ଙ୍କ ସମସ୍ତ ନିତି ନିୟମ କାର୍ଯ୍ୟକୁ ଵିଧି ଅନୁପାଳନ କରି ତୃତୀୟ ଦିବସ ରେ ପହଞ୍ଚିଛି। ପରିଶେଷରେ ସମସ୍ତ ଭକ୍ତଙ୍କୁ ଠାକୁର ଙ୍କ ପ୍ରସାଦ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ଉତ୍ସବ କୁ ସହଯୋଗ କରିଥିଲେ।
    1
    ନିରାକାରାପୁର ଜଗନ୍ନାଥ ମନ୍ଦିର ତୃତୀୟ ଦିବସ ଝୁଲଣ ଉତ୍ସବରେ ବହୁ ଭକଙ୍କ ସମାଗମ
ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ସ୍ଥିତ ଅଗ୍ରଣୀ ଧର୍ମାନୁଷ୍ଠାନ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଚଳିତ ବର୍ଷ ଝୁଲଣ ଉତ୍ସବ ଜାରୀ ରହିଛି ।ତୃତୀୟ ଦିବସ ଅବସରରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ସନ୍ଧ୍ୟା ସମୟରେ ମହାପ୍ରଭୁ ଙ୍କ ଝୁଲଣ ଉତ୍ସବ ରେ ଠାକୁର ଙ୍କୁ ପୁର୍ବ ପ୍ରସ୍ତୁତି ଅନୁଯାୟୀ ସୁସଜିତ ପଲଙ୍କରେ ବିଭିନ୍ନ ପ୍ରକାରର ସୁବାସିତ ପୁଷ୍ପ ମାଲ୍ୟ ଓ ଅଙ୍ଗ ବତ୍ସ ପରିଧାନ କରି ମଣ୍ଡପ ରେ ଆସିନ ହୋଇଥିଲେ l ହରିବୋଲ ହୁଳହୁଳି ଘଣ୍ଟ କିର୍ତ୍ତନ ରେ କମ୍ପିଥିଲା ମନ୍ଦିର ପରିସର । ଏହି ତୃତୀୟ ଦିବସ କାର୍ଯ୍ୟକ୍ରମ ରେ ଅଞ୍ଚଳର ବହୁ ଭକ୍ତ ସମାଗମ ହୋଇଥିବା ଦେଖିବାକୁ ମିଳିଥିଲା l ଟ୍ରଷ୍ଟ ପକ୍ଷରୁ ଠାକୁର ଙ୍କ ସମସ୍ତ ନିତି ନିୟମ କାର୍ଯ୍ୟକୁ ଵିଧି ଅନୁପାଳନ କରି ତୃତୀୟ ଦିବସ ରେ ପହଞ୍ଚିଛି। ପରିଶେଷରେ ସମସ୍ତ ଭକ୍ତଙ୍କୁ ଠାକୁର ଙ୍କ ପ୍ରସାଦ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ଉତ୍ସବ କୁ ସହଯୋଗ କରିଥିଲେ।
    user_ଦୀପକ କୁମାର ପ୍ରଧାନ
    ଦୀପକ କୁମାର ପ୍ରଧାନ
    Pre-school ଟାଙ୍ଗୀ, ଖୋର୍ଦ୍ଧା, ଓଡ଼ିଶା•
    22 hrs ago
  • ହିନ୍ଦୋଳ ବନ ବିଭାଗରେ ଅରାଜକତା. ହାତୀ ମଣିଷ ଲଢେଇ କେବଳ ତଳିଆ କର୍ମଚାରୀଙ୍କୁ ନିଲମ୍ବିତ ଏବଂ କ୍ଷତି ପୂରଣ ପରେ ବିଭାଗ ଚୁପ. ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ବନାଞ୍ଚଳରେ ବୃଦ୍ଧି ପାଉଛି ହାତୀ ମଣିଷ ଲଢେଇ. ମୃତକଙ୍କୁ କ୍ଷତି ପୂରଣ ଏବଂ ତଳିଆ କର୍ମଚାରୀଙ୍କୁ ନିଲମ୍ବିତ କରି ବିଭାଗ ଚୁପ. ସ୍ଥାୟୀ ସମାଧାନ ନହେଲେ ଜନ ଆନ୍ଦୋଳନ ଏଡାଇ ଦିଆ ଯାଇ ନପାରେ.
    1
    ହିନ୍ଦୋଳ ବନ ବିଭାଗରେ ଅରାଜକତା. ହାତୀ ମଣିଷ ଲଢେଇ କେବଳ ତଳିଆ କର୍ମଚାରୀଙ୍କୁ ନିଲମ୍ବିତ ଏବଂ କ୍ଷତି ପୂରଣ ପରେ ବିଭାଗ ଚୁପ.
ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ବନାଞ୍ଚଳରେ ବୃଦ୍ଧି ପାଉଛି ହାତୀ ମଣିଷ ଲଢେଇ. ମୃତକଙ୍କୁ କ୍ଷତି ପୂରଣ ଏବଂ ତଳିଆ କର୍ମଚାରୀଙ୍କୁ ନିଲମ୍ବିତ କରି ବିଭାଗ ଚୁପ. ସ୍ଥାୟୀ ସମାଧାନ ନହେଲେ ଜନ ଆନ୍ଦୋଳନ ଏଡାଇ ଦିଆ ଯାଇ ନପାରେ.
    user_BIKRAM SAHU
    BIKRAM SAHU
    City Star ହିନ୍ଦୋଳ, ଢେଙ୍କାନାଳ, ଓଡ଼ିଶା•
    19 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.