logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବିନକା ବ୍ଲକରେ ସୁବର୍ଣ୍ଣପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ୧୦୫ଟି ଦରଖାସ୍ତ ଗ୍ରହଣ, ୨୫ଟିର ତୁରନ୍ତ ସମାଧାନ ସୁବର୍ଣ୍ଣପୁର ଜିଲ୍ଲାର ବିନକା ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ମହଦା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତାପ କୁମାର ରଣା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୧୦୫ (ଏକ ଶହ ପାଞ୍ଚ)ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୭୮ (ଅଠସ୍ତରୀ)ଟି ବ୍ୟକ୍ତିଗତ ଓ ୨୭ (ସତେଇଶ)ଟି ସାମୁହିକ ଦରଖାସ୍ତ ଥିଲା। ଶୁଣାଣି ସମୟରେ ୨୫ (ପଚିଶ)ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଅନ୍ୟାନ୍ୟ ସମସ୍ତ ଦରଖାସ୍ତଗୁଡିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଛି। ଏହି ଅବସରରେ ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ କାଳିଆ ମଲ୍ଲିକ, ତହସିଲଦାର ଶ୍ରୀମତୀ ରଶନା ଭୋଇ, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ ସହିତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

3 hrs ago
user_Shree News
Shree News
ବୀରମହାରାଜପୁର, ସୋନପୁର, ଓଡ଼ିଶା•
3 hrs ago
a7a0e779-6525-4ba2-a229-239b904e32f5

ବିନକା ବ୍ଲକରେ ସୁବର୍ଣ୍ଣପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ୧୦୫ଟି ଦରଖାସ୍ତ ଗ୍ରହଣ, ୨୫ଟିର ତୁରନ୍ତ ସମାଧାନ ସୁବର୍ଣ୍ଣପୁର ଜିଲ୍ଲାର ବିନକା ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ମହଦା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ

c8114f3a-e5fe-423c-8989-142364d557aa

ପ୍ରତାପ କୁମାର ରଣା ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୧୦୫ (ଏକ ଶହ ପାଞ୍ଚ)ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିବାବେଳେ, ସେଥି ମଧ୍ୟରୁ ୭୮ (ଅଠସ୍ତରୀ)ଟି ବ୍ୟକ୍ତିଗତ ଓ ୨୭ (ସତେଇଶ)ଟି ସାମୁହିକ ଦରଖାସ୍ତ ଥିଲା। ଶୁଣାଣି ସମୟରେ ୨୫ (ପଚିଶ)ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଅନ୍ୟାନ୍ୟ ସମସ୍ତ ଦରଖାସ୍ତଗୁଡିକୁ ନିର୍ଦ୍ଧାରିତ

09192947-a351-4e59-9a1b-c24c5fce7b07

ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପ୍ରେରଣ କରାଯାଇଛି। ଏହି ଅବସରରେ ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ କାଳିଆ ମଲ୍ଲିକ, ତହସିଲଦାର ଶ୍ରୀମତୀ ରଶନା ଭୋଇ, ସହାୟକ କଲେକ୍ଟର (ଅଭିଯୋଗ) ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ ସହିତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

More news from ଓଡ଼ିଶା and nearby areas
  • ଶ୍ରୀ ମହାବୀର ପଞ୍ଚାଙ୍ଗ ଅନୁସାରେ ୧୧ ମଇ ସୋମବାର ପାଇଁ ସମସ୍ତ ୧୨ଟି ରାଶିର ଭବିଷ୍ୟତବାଣୀ। ଏହା ଦିନର ଶୁଭ-ଅଶୁଭ ଘଟଣା, ଯୋଗ ଓ ଯାତ୍ରା ଆଦି ବିଷୟରେ ସୂଚନା ଦେଇଥାଏ। ଆପଣଙ୍କ ରାଶି ଅନୁଯାୟୀ ଆପଣଙ୍କ ଦିନ କିପରି ରହିବ, ତାହା ବିସ୍ତୃତ ଭାବେ ଜାଣନ୍ତୁ।
    1
    ଶ୍ରୀ ମହାବୀର ପଞ୍ଚାଙ୍ଗ ଅନୁସାରେ ୧୧ ମଇ ସୋମବାର ପାଇଁ ସମସ୍ତ ୧୨ଟି ରାଶିର ଭବିଷ୍ୟତବାଣୀ। ଏହା ଦିନର ଶୁଭ-ଅଶୁଭ ଘଟଣା, ଯୋଗ ଓ ଯାତ୍ରା ଆଦି ବିଷୟରେ ସୂଚନା ଦେଇଥାଏ। ଆପଣଙ୍କ ରାଶି ଅନୁଯାୟୀ ଆପଣଙ୍କ ଦିନ କିପରି ରହିବ, ତାହା ବିସ୍ତୃତ ଭାବେ ଜାଣନ୍ତୁ।
    user_Binod pandey
    Binod pandey
    Local News Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    9 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ମସିଣାପାଲି ଗ୍ରାମର ଧର୍ମପରାୟଣ ମହିଳା ବିନୋଦିନୀ ରଥଙ୍କ ପରଲୋକ ହୋଇଛି। ତାଙ୍କ ଶେଷକୃତ୍ୟରେ ପରିବାର ଓ ଅନେକ ଅଞ୍ଚଳବାସୀ ଉପସ୍ଥିତ ଥିଲେ। ଏହି ଖବର ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
    1
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ମସିଣାପାଲି ଗ୍ରାମର ଧର୍ମପରାୟଣ ମହିଳା ବିନୋଦିନୀ ରଥଙ୍କ ପରଲୋକ ହୋଇଛି। ତାଙ୍କ ଶେଷକୃତ୍ୟରେ ପରିବାର ଓ ଅନେକ ଅଞ୍ଚଳବାସୀ ଉପସ୍ଥିତ ଥିଲେ। ଏହି ଖବର ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
    user_Shree News
    Shree News
    ବୀରମହାରାଜପୁର, ସୋନପୁର, ଓଡ଼ିଶା•
    22 hrs ago
  • ଗେସ ନେବା ପାଇଁ ଲମ୍ବା ଲାଇନରେ ଲୋକେ l ସୋନପୁର ସହର ପୁଷ୍ପଲତା ଗେସ ଏଜେନ୍ସିରୁ ଗେସ ନେବା ପାଇଁ ପ୍ରଚଣ୍ଡ ଖରାରେ ଲୋକେ ଲମ୍ବା ଲାଇନରେ ଥିବା ଦେଖିବାକୁ ମିଳିଥିଲା
    1
    ଗେସ ନେବା ପାଇଁ ଲମ୍ବା ଲାଇନରେ ଲୋକେ l ସୋନପୁର ସହର ପୁଷ୍ପଲତା ଗେସ ଏଜେନ୍ସିରୁ ଗେସ ନେବା ପାଇଁ ପ୍ରଚଣ୍ଡ ଖରାରେ ଲୋକେ ଲମ୍ବା ଲାଇନରେ ଥିବା ଦେଖିବାକୁ ମିଳିଥିଲା
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • ସୁବର୍ଣ୍ଣପୁର ଦାମୀ କାର ରେ ହେଉଥିଲା ଗଞ୍ଜେଇ ଚାଲାଣ ମାଡ଼ିବସିଲା ପୋଲିସ l ଗାଡ଼ି ଛାଡି ଫେରାର ଗଞ୍ଜେଇ ମାଫିଆ l ୨ କୁଇଣ୍ଟାଲ ୭୨ କେଜି ଗଞ୍ଜେଇ ସହ ଗାଡ଼ି ଜବତ l
    1
    ସୁବର୍ଣ୍ଣପୁର ଦାମୀ କାର ରେ ହେଉଥିଲା ଗଞ୍ଜେଇ ଚାଲାଣ ମାଡ଼ିବସିଲା ପୋଲିସ l ଗାଡ଼ି ଛାଡି ଫେରାର ଗଞ୍ଜେଇ ମାଫିଆ l ୨ କୁଇଣ୍ଟାଲ ୭୨ କେଜି ଗଞ୍ଜେଇ ସହ ଗାଡ଼ି ଜବତ l
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
  • ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ । ତାରିଖ -୧୧/୦୫/୨୦୨୬ ସୋମଵାର । ସଂଦ୍ଧ୍ଯା ୫ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର । BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । ।
    1
    ଆଜିର ସମାଚାର ରେ ଆଜିର ତାଜା ଖଵର ଫଟାଫଟ ।  ତାରିଖ -୧୧/୦୫/୨୦୨୬ ସୋମଵାର । ସଂଦ୍ଧ୍ଯା ୫ ଵଜେର ସମାଚାର ଦେଖନ୍ତୁ ଦେଶ ବିଦେଶର ସମାଚାର ତଥା ଓଡିଶା ର ବିଭିନ୍ନ ଜିଲ୍ଲା ର ସମାଚାର ।
BREAKING NEWS ଆଜିର ସମାାଚାର ଆମ ତ୍ୟାନେଲ କୁ ଲାଇକ,ସସ୍କ୍ରାଇବ,ସେୟାର କରନ୍ତୁ ନୂଆଁ ନୂଆଁ ସମାଚାର ଜାଣନ୍ତୁ । ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
  • #ଆଶାକର୍ମୀ_ନିଯୁକ୍ତ_ଦାବିରେ_ଉପର_ଫବସି_ଗ୍ରାମବାସୀ #ସୁବର୍ଣ୍ଣପୁର_ଜ଼ିଲ୍ଲାପାଳଙ୍କ_ଦ୍ୱାରସ୍ତ.. #rishitv #appointment #sonepur #subarnapur #village #people #ashamarmi #demand #highlighted #viralpost ସୁବର୍ଣ୍ଣପୁର ଜ଼ିଲ୍ଲା ଫବସି ଗ୍ରାମବାସୀ ଆଶାକର୍ମୀ ନିଯୁକ୍ତି ଦାବିରେ ଜ଼ିଲ୍ଲାପାଳ ଙ୍କ ଦ୍ୱାରସ୍ତ ହେଲେ.....ଯୁଗ୍ମ ଅଭିଯୋଗ ଶୁଣାଣୀ ରେ ଗ୍ରାମବାସୀ ଅଭିଯୋଗ କରିଥିଲେ ହେ ଏପର୍ଯ୍ୟନ୍ତ ତାଙ୍କୁ କିଛି ସୁଫଳ ମିଳିନି...
    1
    #ଆଶାକର୍ମୀ_ନିଯୁକ୍ତ_ଦାବିରେ_ଉପର_ଫବସି_ଗ୍ରାମବାସୀ 
#ସୁବର୍ଣ୍ଣପୁର_ଜ଼ିଲ୍ଲାପାଳଙ୍କ_ଦ୍ୱାରସ୍ତ..
#rishitv #appointment #sonepur #subarnapur
#village #people #ashamarmi #demand
#highlighted #viralpost 
ସୁବର୍ଣ୍ଣପୁର ଜ଼ିଲ୍ଲା ଫବସି ଗ୍ରାମବାସୀ ଆଶାକର୍ମୀ ନିଯୁକ୍ତି ଦାବିରେ ଜ଼ିଲ୍ଲାପାଳ ଙ୍କ ଦ୍ୱାରସ୍ତ ହେଲେ.....ଯୁଗ୍ମ ଅଭିଯୋଗ ଶୁଣାଣୀ ରେ ଗ୍ରାମବାସୀ ଅଭିଯୋଗ କରିଥିଲେ ହେ ଏପର୍ଯ୍ୟନ୍ତ ତାଙ୍କୁ କିଛି ସୁଫଳ ମିଳିନି...
    user_Ranjan hota
    Ranjan hota
    ସୋନପୁର, ସୋନପୁର, ଓଡ଼ିଶା•
    2 hrs ago
  • ଓଡ଼ିଶାରେ କୋଟି କୋଟି ଟଙ୍କା ମୂଲ୍ୟର ଜମିକୁ ଶାଗ ମାଛ ଦରରେ ହଡ଼ପ କରାଯାଇଥିବା ସାମ୍ନାକୁ ଆସିଛି। ଏହି ବଡ଼ ଜମି ହଡ଼ପ ଘଟଣା ରାଜ୍ୟରେ ବଡ଼ ଚର୍ଚ୍ଚାର ବିଷୟ ପାଲଟିଛି ଏବଂ ଅନେକ ପ୍ରଶ୍ନ ସୃଷ୍ଟି କରିଛି।
    1
    ଓଡ଼ିଶାରେ କୋଟି କୋଟି ଟଙ୍କା ମୂଲ୍ୟର ଜମିକୁ ଶାଗ ମାଛ ଦରରେ ହଡ଼ପ କରାଯାଇଥିବା ସାମ୍ନାକୁ ଆସିଛି। ଏହି ବଡ଼ ଜମି ହଡ଼ପ ଘଟଣା ରାଜ୍ୟରେ ବଡ଼ ଚର୍ଚ୍ଚାର ବିଷୟ ପାଲଟିଛି ଏବଂ ଅନେକ ପ୍ରଶ୍ନ ସୃଷ୍ଟି କରିଛି।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    6 hrs ago
  • ସୁବର୍ଣ୍ଣପୁର ମହିଳା ମୋର୍ଚ୍ଚା ପକ୍ଷରୁ ନ୍ୟୁ ଟାଉନ ହଲ ପରିସରରେ ଜନ ଆକ୍ରୋଶ ସମାବେଶ ଅନୁଷ୍ଠିତ ହୋଇଯାଇଛି
    1
    ସୁବର୍ଣ୍ଣପୁର ମହିଳା ମୋର୍ଚ୍ଚା ପକ୍ଷରୁ ନ୍ୟୁ ଟାଉନ ହଲ ପରିସରରେ ଜନ ଆକ୍ରୋଶ ସମାବେଶ ଅନୁଷ୍ଠିତ ହୋଇଯାଇଛି
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    5 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.