Shuru
Apke Nagar Ki App…
ଆସୁଛି ନବ ବର୍ଷ ୨୦୨୬, ଏବେଠୁ ଭିଡ଼ ଜମୁଛି ପିକନିକ ସ୍ପଟ ଗୁଡିକରେ Dhenkanal NewYearCelebration 2025-26 DalaarWaterFall
Nanda Kishor Naik
ଆସୁଛି ନବ ବର୍ଷ ୨୦୨୬, ଏବେଠୁ ଭିଡ଼ ଜମୁଛି ପିକନିକ ସ୍ପଟ ଗୁଡିକରେ Dhenkanal NewYearCelebration 2025-26 DalaarWaterFall
- Sahadev SabarGunupur, Rayagada💣on 10 December
- Nabin ChuhanKantamal, Boudh😤on 9 December
- User10414Rayagada, Odisha👏on 8 December
More news from Odisha and nearby areas
- ଢେଙ୍କାନାଳରେ ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ ଢେଙ୍କାନାଳ : 10/03: ଜନସାଧାରଣଙ୍କୁ ଶ୍ରୀମନ୍ଦିର ଦର୍ଶନର ସୁବିଧା ପ୍ରଦାନ କରିବା ଉଦ୍ଦେଶ୍ୟରେ ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କାର୍ଯ୍ୟକ୍ରମ ଆଜି ଢ଼େଙ୍କାନାଳ ମିନି ଷ୍ଟାଡିୟମଠାରେ ଭବ୍ୟ ଭାବରେ ଅନୁଷ୍ଠିତ ହେଇଯାଇଛି। ଏହି ଅବସରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ଭକ୍ତମାନଙ୍କୁ ପୁରୀରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ ପାଇଁ ବସ୍ ଯୋଗେ ଯାତ୍ରାରେ ପଠାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ପ୍ରତିନିଧି ଭାବେ ଶ୍ରୀ ନବ କିଶୋର ଗୁରୁ, ମାନ୍ୟବର ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣିଙ୍କ ପ୍ରତିନିଧି ଭାବେ ଶ୍ରୀ ନରେଶ ମହାପାତ୍ର, ତଥା ଉପସ୍ଥିତ ଥିବା ମାନ୍ୟବର ଅତିଥିମାନେ ବସ୍ଗୁଡିକୁ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଥିଲେ। ସେମାନେ ଏହି ଯୋଜନା ମାଧ୍ୟମରେ ସାଧାରଣ ଲୋକମାନେ ସହଜରେ ଶ୍ରୀମନ୍ଦିର ଦର୍ଶନ କରିପାରୁଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ ଓ ଏହାକୁ ଏକ ସାର୍ଥକ ପଦକ୍ଷେପ ବୋଲି କହିଥିଲେ। ଏହି ଯୋଜନାରେ ବିଶେଷ କରି ବୃଦ୍ଧ, ମହିଳା ଓ ଆର୍ଥିକ ଭାବେ ଅସମର୍ଥ ଭକ୍ତମାନଙ୍କୁ ପ୍ରାଥମିକତା ଦିଆଯାଇଛି। ଯାତ୍ରୀମାନଙ୍କ ପାଇଁ ଯାତାୟାତ, ଖାଦ୍ୟ ଓ ଅନ୍ୟାନ୍ୟ ଆବଶ୍ୟକ ସୁବିଧା ସୁନିଶ୍ଚିତ କରାଯାଇଛି। ଏହି ଅବସରରେ ଜିଲ୍ଲା ପ୍ରଶାସନର ପର୍ଯ୍ୟଟନ ଉନ୍ନୟନ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।1
- Post by Dhenkanal News1
- ଢେଙ୍କାନାଳ ସହରର ମିନି ଷ୍ଟାଡିୟମଠାରୁ ୪ଟି ବସ ଯୋଗେ ୧୪୮ଜଣ ତ୍ରିର୍ଥଯାତ୍ରୀମାନେ ପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ବାହାରିଥିଲେ ।ରାଜ୍ୟ ସରକାରଙ୍କ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାରେ ଜିଲ୍ଲାର ସମସ୍ତ ବ୍ଲକରୁ ୬୦ ରୁ ୭୫ ବର୍ଷ ବୟସ୍କ ଏବଂ ବିଧାବା ମହିଳାମାନଙ୍କୁ ନେଇ ପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ବାହାରୀ ଥିଲା l ଏହି କାର୍ଯ୍ୟକ୍ରମକୁ ଅତିଥିମାନେ ନଡିଆ ଭାଙ୍ଗି ପତାକା ଦେଖାଇ ଶୁଭାରମ୍ଭ କରିବାପରେ ୪ଟି ବସ ମିନି ଷ୍ଟାଡିୟମ ଠାରୁ ବସ ପୁରୀ ଅଭିମୁଖେ ଗଡିଥିଲା ।1
- Post by NEWS7ODIA1
- Post by Ranjan Nayak1
- କଟକ ଗଣ୍ଡରପୁରରେ ରୋଡ଼ ଜାମ୍। ଜଗତପୁର ଆଡୁ ଆସୁଥିବା ଅନେକ ଗାଡ଼ି ଘଣ୍ଟା ଘଣ୍ଟା ଧରି ଫସି ରହିଥିବା ଦେଖିବାକୁ ମିଳିଛି। ଗଣ୍ଡରପୁର ରାସ୍ତାରେ ଏକ କଣ୍ଟେନର ଟ୍ରକ ଟି ଖରାପ ହୋଇଯିବା କାରଣରୁ ରୋଡ଼ ଜାମ୍ ହୋଇଥିବା ଦେଖିବାକୁ ମିଳିଛି।1
- ଢେଙ୍କାନାଳ ମୂନିଷିପାଲିଟ ର ୯ନଂ ୱ୍ୱାଡ ର କିଛି ବାସିନ୍ଦା ନା ପଇବା ପାଇଁ ପାଣି ନା ରାସ୍ତା ନା ଏଠାକୁ ଆସନ୍ତି ସଫେଇ କର୍ମଚାରୀ ମାର୍ଚ୍ଚମାସ ଆରମ୍ଭ ରୁ ଜଳକଷ୍ଟ ଅନୁଭବ କରୁଛନ୍ତି ସ୍ଥାନୀୟ ବାସିନ୍ଦା ବର୍ଷାଦିନ ରେ ଆଣ୍ଠୁଏ ପାଣି ଚାଲି କି ଯିବା କଷ୍ଟ ଏ ବିଷୟରେ ବାରମ୍ଵାର ପୌରଧ୍ଯକ୍ଷା ଏବଂ କାର୍ଯ୍ୟଳୟରେ ଅଭିଯୋଗ କଲେ ମଧ୍ୟ କେହି ଶୁଣୁନାହାନ୍ତି, ସତରେ ଏ ସ୍ଥାନୀୟ ବାସିନ୍ଦା କଣ ଭୋଟର ନୁହନ୍ତି ଏମାନେ କଣ ଭୋଟ ଦେଇ ନାହାନ୍ତି ଏମାନଙ୍କ କଥା ବୁଝିବ କିଏ1
- Post by Dhenkanal News1
- ଖରା ବର୍ଷା ଶୀତକାକରରେ ଯିଏ ଅନ୍ୟ ମାନଙ୍କୁ ସାହାରା ଦେଉଥିଲା, ସେ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। ଏହିପରି ଅବସ୍ଥାରେ ପଡ଼ିରହିଛି ଗଁଦିଆ ବ୍ଲକ ବାଇଁଶିଆ ପଞ୍ଚାୟତ ଖଙ୍କର ଗ୍ରାମର ଯାତ୍ରୀ ବିଶ୍ରାମଗାର। ଅନେକ ବର୍ଷ ତଳରୁ ଏହି ଯାତ୍ରୀ ବିଶ୍ରାମଗାର ନିର୍ମାଣ ହୋଇଥିଲା। ସରକାର ଅନେକ ସ୍ଥାନରେ ଏହିପରି ବିଶ୍ରାମଗାର ତିଆରି କରିଛନ୍ତି। କାଳକ୍ରମେ ଏହାର ରକ୍ଷଣା ବେକ୍ଷଣ ହୋଇ ନପାରିବାରୁ ଧୀରେ ଧୀରେ ନଷ୍ଟ ହୋଇଯାଉଛି। ପ୍ରଶାସନ ନା କାହାକୁ ଦାୟୀତ୍ୱ ଦେଉଛି ନା ନିଜେ ରାକ୍ଷଣା ବେକ୍ଷଣ କରୁଛି। ଏବେ ଗାଇଗୋରୁଙ୍କ ଗୁହାଳ ପାଲଟି ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। କେତେବେଳେ ମସ୍ତିଷ୍କ ବିକୃତ ବ୍ୟକ୍ତିମାନେ ପୁରୁଣା ଲୁଗାପଟା ଆଣି ଗଦା କରୁଛନ୍ତି ତ କେତେବେଳେ ଅଳିଆ ଆବର୍ଜନା ଆଣି ଗଦା କରୁଛନ୍ତି। ପାଖରେ ଗୋଟିଏ ଛୋଟ ବଜାର ରହିଛି। ସ୍ଥାନୀୟ ବ୍ୟବସାୟୀ ମାନେ ମଧ୍ୟ ସଫାସୁତୁରା ରଖିବାପାଇଁ ଚେଷ୍ଟା କରିଛନ୍ତି। ତାହା ଏବେ କେଉଁଠି ଭାଙ୍ଗିରୁଜି ଗଲାଣି ତ ଏବେ ମଦ ବୋତଲ ଓ ଗ୍ଲାସ ଖଲିଚଉପତି ପଡ଼ି ମଦୁଆ ମାନଙ୍କ ଅଡ୍ଡାସ୍ଥଳୀ ପାଲଟି ଯାଇଛି। ଏହି ଯାତ୍ରୀ ବିଶ୍ରାମଗାରକୁ ମରାମତି କରାଯିବାପାଇଁ ସ୍ଥାନୀୟ ଲୋକମାନେ ପ୍ରଶାସନକୁ ଅନୁରୋଧ କରିଛନ୍ତି।1