logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଚେରୁପାଲି ଅଙ୍ଗ ନଦୀ ରେ ବନ୍ଯା ଜଳ ଚାରି ଆଡ଼େ ଦେଖିବାକୁ ମିଳିଛି

4 hrs ago
user_SonepurSambad
SonepurSambad
Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
4 hrs ago

ଚେରୁପାଲି ଅଙ୍ଗ ନଦୀ ରେ ବନ୍ଯା ଜଳ ଚାରି ଆଡ଼େ ଦେଖିବାକୁ ମିଳିଛି

More news from ଓଡ଼ିଶା and nearby areas
  • କାନ୍ଦୁଛନ୍ତି ଜନତା, ଛାଡ଼ି ଯାଉଛନ୍ତି ପ୍ରିୟ ନେତା...ଜନନେତାସୁଶାନ୍ତଙ୍କୁ କାନ୍ଦୁଛନ୍ତି ଜନତା, ଛାଡ଼ି ଯାଉଛନ୍ତି ପ୍ରିୟ ନେତା... ଜନନେତା ସୁଶାନ୍ତଙ୍କୁ ଶେଷ ବିଦାୟ...
    1
    କାନ୍ଦୁଛନ୍ତି ଜନତା, ଛାଡ଼ି ଯାଉଛନ୍ତି ପ୍ରିୟ ନେତା...ଜନନେତାସୁଶାନ୍ତଙ୍କୁ
କାନ୍ଦୁଛନ୍ତି ଜନତା, ଛାଡ଼ି ଯାଉଛନ୍ତି ପ୍ରିୟ ନେତା...
ଜନନେତା ସୁଶାନ୍ତଙ୍କୁ ଶେଷ ବିଦାୟ...
    user_Bargarh TV
    Bargarh TV
    Local News Reporter ବରଗଡ଼, ବରଗଡ଼, ଓଡ଼ିଶା•
    20 hrs ago
  • ଓଡ଼ିଶାର ଜଣେ ସଂଗଠକ ଏବଂ ସମର୍ପିତ ଯୋଦ୍ଧା - ଶଙ୍ଖଭବନ ଠାରେ ସ୍ୱର୍ଗତ ସୁଶାନ୍ତ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ ଏବଂ ଦଳର ବରିଷ୍ଠ ନେତୃବୃନ୍ଦ।
    1
    ଓଡ଼ିଶାର ଜଣେ ସଂଗଠକ ଏବଂ ସମର୍ପିତ ଯୋଦ୍ଧା
- ଶଙ୍ଖଭବନ ଠାରେ ସ୍ୱର୍ଗତ ସୁଶାନ୍ତ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ ଏବଂ ଦଳର ବରିଷ୍ଠ ନେତୃବୃନ୍ଦ।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    17 hrs ago
  • ଅଭିନବ ଉପାୟରେ କରୁଥିଲେ ଗଞ୍ଜେଇ ଚାଲାଣ ମାଡିବସିଲା ପୋଲିସ l ଗେସ ଟାଙ୍କି ଭିତରେ ଗଞ୍ଜେଇ ଭର୍ତ୍ତିକରି ବାହାର ରାଜ୍ୟକୁ ଚାଲାଣବେଳେ ମାଡି ବସିଲା ଲଛିପୁର ପୋଲିସ
    1
    ଅଭିନବ ଉପାୟରେ କରୁଥିଲେ ଗଞ୍ଜେଇ ଚାଲାଣ ମାଡିବସିଲା ପୋଲିସ l ଗେସ ଟାଙ୍କି ଭିତରେ ଗଞ୍ଜେଇ ଭର୍ତ୍ତିକରି ବାହାର ରାଜ୍ୟକୁ ଚାଲାଣବେଳେ ମାଡି ବସିଲା ଲଛିପୁର ପୋଲିସ
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    19 hrs ago
  • #ପାଣି_ଘେର_ରେ_ଗଏଲବେର୍ଣ୍ଣା_ନୂତନ_ପ୍ରାଥମିକ_ବିଦ୍ୟାଳୟ #rishitv #education #school #closed #subarnapurcollector #educationminister ସୁବର୍ଣ୍ଣପୁର ଜ଼ିଲ୍ଲା ସୋନପୁର ବ୍ଲକ ବିଶିମୁଣ୍ଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗଏଲବେର୍ଣ୍ଣା ର ନୂତନ ପ୍ରାଥମିକ ବିଦ୍ୟାଳୟ ଏବେ ଜଳ ବନ୍ଦୀରେ
    1
    #ପାଣି_ଘେର_ରେ_ଗଏଲବେର୍ଣ୍ଣା_ନୂତନ_ପ୍ରାଥମିକ_ବିଦ୍ୟାଳୟ
#rishitv #education #school #closed
#subarnapurcollector #educationminister
ସୁବର୍ଣ୍ଣପୁର ଜ଼ିଲ୍ଲା ସୋନପୁର ବ୍ଲକ ବିଶିମୁଣ୍ଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗଏଲବେର୍ଣ୍ଣା ର ନୂତନ ପ୍ରାଥମିକ ବିଦ୍ୟାଳୟ ଏବେ ଜଳ ବନ୍ଦୀରେ
    user_Ranjan hota
    Ranjan hota
    Sonepur, Odisha•
    23 hrs ago
  • *🌹{{ଶ୍ରୀ ମହାବୀର ପଞ୍ଚାଙ୍ଗ}}🌹* *🌹[[ବ୍ୟାସ ଓ ଗୁରୁ ପୂର୍ଣ୍ଣିମା]]🌹* *🌹୨୯-୭-୨୦୨୬((ବୁଧବାର))🌹* 🪷🪷🪷🪷🪷🪷🪷🪷🪷 *ଅଦ୍ଯ କର୍କଟ ଦି୧୩ନ, ଆଷାଢ଼ ଶୁକ୍ଳ ପୂର୍ଣ୍ଣିମା ଦ୩୭।୦ ରାଘ୮।୧୩,ଉତ୍ତରାଷାଢ଼ା ଦ୨୭।୪୦ ଦିଘ୪।୨୯,ମକର ଚନ୍ଦ୍ର ୬୦।* 🪷🪷🪷🪷🪷🪷🪷🪷🪷 *ଭାରତୀୟ ସାଧାରଣ ସମୟ ଅନୁସାରେ (I.S.T.)* *କର୍କଟ ଦ ୧/୫୮/୨୫ ଇଂଘ ୫/୨୪/୫୨ ଗତେ ଉଦୟ।* *ମକର ଦ ୧/୫୩/୩୦ ଇଂଘ ୬/୨୧/୩୪ ଗତେ ଅସ୍ତ।* 🪷🪷🪷🪷🪷🪷🪷🪷🪷 *ଯୋଗିନୀ ବାୟବ୍ୟେ । ରାତ୍ରି ଘ୮।୧୩ ଗତେ ପୂର୍ବେ ।ଯାତ୍ରାଦି ଶୁଭକର୍ମ ନାସ୍ତି ।ଗତଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ସିଂହ ରାଶିର ଘାତଚନ୍ଦ୍ର ।କର୍କଟ ରାଶିର ଘାତବାର । ଦିବା ଘ୪।୨୯ ଗତେ ଧନିଷ୍ଠା,ଶତଭିଷା, ଉତ୍ତରଭାଦ୍ର, ଅଶ୍ବିନୀ ,କୃତ୍ତିକା ,ମୃଗଶିରା, ଆର୍ଦ୍ର ପୁଷ୍ୟା ମଘା ଉତ୍ତରାଫାଃ ,ଚିତ୍ରା, ସ୍ଵାତୀ, ଅନୁରାଧା ମୂଳା ଉତ୍ତରାଷାଢ଼ା ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ଦିବା ଘ୮।୩୯ ଗତେ ଘ୧୦।୧୬ ମଧ୍ୟେ କାଳବେଳା । ଘ୧୧।୫୩ ଗତେ ଘ୧।୩୦ ମଧ୍ୟେ ବାରବେଳା* *। ରାତ୍ରି ଘ୨।୩୯ ଗତେ ଘ୪।୨ ମଧ୍ୟେ କାଳରାତ୍ରି । ମୃତେ ଦିବା ଘ୪।୨୯ ମଧ୍ୟେ ପାଦଦୋଷ । ଫଳଂ ଗୋତ୍ରନାଶ ଓ ତିଳକାଞ୍ଚନ ଦାନ । ରଜଶ୍ଚକ୍ରେ ବିଧବା । ପୂର୍ଣ୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ସ୍ତ୍ରୀ ତୈଳବର୍ଜନ । ମତ୍ସ୍ୟ ମାଂସ ରାତ୍ରି ଘ୮।୧୩ ଗତେ କୁଷ୍ମାଣ୍ଡ(ପାଣି କଖାରୁ) ଭକ୍ଷଣ ନିଷେଧ । ଅଦ୍ୟ ବ୍ୟାସ ଓ ଗୁରୁପୂର୍ଣ୍ଣିମା । ବ୍ୟାସଦେବଙ୍କ ଜୟନ୍ତୀ ।ଶରଣଂ ।* 🪷🪷🪷🪷🪷🪷🪷🪷🪷 *(ଅମୃତ)-ଦିବା ଘ୭।୧ ମଧ୍ୟେ ଘ୧୧।୪୯ ଗତେ ଘ୧।୨୫ ମଧ୍ୟେ । ରାତ୍ରି ଘ୭।୧୦ ଗତେ ଘ୯।୩୪ ମଧ୍ୟେ ଘ୨।୨୨ ଗତେ ଘ୫।୨୫ ମଧ୍ୟେ । (ମାହେନ୍ଦ୍ର)-ଦିବା ଘ୩।୪୯ ଗତେ ଘ୫।୨୪ ମଧ୍ୟେ ରାତ୍ରି ଘ୯।୩୪ ଗତେ ଘ୧୧।୧୦ ମଧ୍ୟେ ।* 🪷🪷🪷🪷🪷🪷🪷🪷🪷 🪷🪷🪷🪷🪷🪷🪷🪷🪷 *ମେଷ: ଆପଣଙ୍କ ମନ ଓ ହୃଦୟ ବିରୋଧାଭାସ ସୃଷ୍ଟି କରିପାରନ୍ତି। ଜୀବନରେ ଆଗକୁ ବଢ଼ିବା ପାଇଁ ଲୋକଙ୍କ ସାହାଯ୍ୟ ପାଇବେ। ପ୍ରେମିକଙ୍କ ସହିତ ସମ୍ବନ୍ଧ ସୁଖଦ ହେବ।* *ବୃଷ: ଆପଣଙ୍କ ରଚନାତ୍ମକ ପ୍ରତିଭା ଲୋକଙ୍କ ସାମନାକୁ ଆସିବ। କୌଣସି ଶୁଭ ସମାଚାର ପାଇବାର ସମ୍ଭାବନା ଅଛି। ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ।* *ମିଥୁନ: ବାପା ମାଆଙ୍କ ସାହାଯ୍ୟରେ ଗୁରୁତ୍ବପୂର୍ଣ୍ଣ କାମ ସ˚ପୂର୍ଣ୍ଣ ହେବ। ଧାର ନେବା ଓ ଦେବାରୁ ନିବୃତ୍ତ ରୁହନ୍ତୁ। ଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।* *କର୍କଟ: ବିଶେଷ କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ପୂରା ହୋଇଯିବ। ବନ୍ଧୁ ସହିତ ଦର୍ଶନୀୟ ସ୍ଥାନକୁ ବୁଲି ଯାଇପାରନ୍ତି। ଆପଣଙ୍କୁ ସନ୍ତାନ ସୁଖ ପ୍ରାପ୍ତି ହେବ।* *ସି˚ହ: ଅଫିସରେ ଆପଣଙ୍କ ବେଶଭୂଷାର ପ୍ରଶ˚ସା ହେବ। ଆପଣଙ୍କ ବ୍ୟବହାରରେ କିଛି ଲୋକ ଖୁସି ହେବେ। ନୂଆ ଘର ନିର୍ମାଣ ଲାଗି ଯୋଜନା କରିବେ।* *କନ୍ୟା: ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। କୌଣସି ନୂଆ କାମ କରିବାର ସୁଯୋଗ ପାଇବେ। ପାରିବାରିକ ଜୀବନ ସୁଖକର ହେବ।* *ତୁଳା: ନିଜର ଭବିଷ୍ୟତ ସମ୍ବନ୍ଧରେ ଚିନ୍ତା କରିବେ। ଆପଣଙ୍କର ଆୟ ବୃଦ୍ଧି ହେବାର ସ˚କେତ ମିଳିବ। ଘରକୁ କୌଣସି ବନ୍ଧୁ ଆସିପାରନ୍ତି।* *ବିଛା: ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ। ନିଜର ଧୀଶକ୍ତି ବଳରେ ସବୁ କାମ ସମ୍ଭାଳି ନେବେ। ମହିଳାଙ୍କର ଅଫିସରେ ଉନ୍ନତି ହେବ।* *ଧନୁ: ସ୍ଥଗିତ ଥିବା କାମ ସ˚ପୂର୍ଣ୍ଣ ହେବାର ସମ୍ଭାବନା ଅଛି। ଘରେ ମାଙ୍ଗଳିକ କାର୍ଯ୍ୟ ଲାଗି ଭାବି ପାରନ୍ତି। ବ୍ୟବସାୟ କାମରେ ପାଖ ସହରକୁ ଯାଇପାରନ୍ତି।* *ମକର: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ବାଲ୍ୟବନ୍ଧୁଙ୍କ ସହିତ ଭେଟ ହୋଇପାରେ। କୌଣସି କାମ ପାଇଁ ବଡ଼ ନିଷ୍ପତ୍ତି ନେବେ।* *କୁମ୍ଭ: କୌଣସି ନୂଆ କାମର ଯୋଜନା ପ୍ରସ୍ତୁତ କରିବେ। ପୁରୁଣା ବନ୍ଧୁଙ୍କ ସହିତ ଦେଖା ହୋଇପାରେ। ପରିବାର ଲୋକଙ୍କ ସହିତ ପ୍ରେମଭାବ ବଢ଼ିବ।* *ମୀନ: ପୂଜାପାଠରେ ଅଧିକ ସମୟ ବିତିବ। ପରିବାର ଲୋକଙ୍କ ପରାମର୍ଶ ମହତ୍ତ୍ବପୂର୍ଣ୍ଣ ରହିବ। କିଛି ନୂଆ ଶିଖିବାକୁ ଚେଷ୍ଟା କରିବେ। ଚାକିରିଜୀବୀଙ୍କ ଲାଗି ଦିନଟି ଭଲ।*
    1
    *🌹{{ଶ୍ରୀ ମହାବୀର ପଞ୍ଚାଙ୍ଗ}}🌹*
*🌹[[ବ୍ୟାସ ଓ ଗୁରୁ ପୂର୍ଣ୍ଣିମା]]🌹*
*🌹୨୯-୭-୨୦୨୬((ବୁଧବାର))🌹*
🪷🪷🪷🪷🪷🪷🪷🪷🪷
*ଅଦ୍ଯ କର୍କଟ ଦି୧୩ନ, ଆଷାଢ଼ ଶୁକ୍ଳ ପୂର୍ଣ୍ଣିମା ଦ୩୭।୦ ରାଘ୮।୧୩,ଉତ୍ତରାଷାଢ଼ା ଦ୨୭।୪୦ ଦିଘ୪।୨୯,ମକର ଚନ୍ଦ୍ର ୬୦।*
🪷🪷🪷🪷🪷🪷🪷🪷🪷
*ଭାରତୀୟ ସାଧାରଣ ସମୟ ଅନୁସାରେ (I.S.T.)*
*କର୍କଟ ଦ ୧/୫୮/୨୫ ଇଂଘ ୫/୨୪/୫୨ ଗତେ ଉଦୟ।*
*ମକର ଦ ୧/୫୩/୩୦ ଇଂଘ ୬/୨୧/୩୪ ଗତେ ଅସ୍ତ।*
🪷🪷🪷🪷🪷🪷🪷🪷🪷
*ଯୋଗିନୀ ବାୟବ୍ୟେ । ରାତ୍ରି ଘ୮।୧୩ ଗତେ ପୂର୍ବେ ।ଯାତ୍ରାଦି ଶୁଭକର୍ମ ନାସ୍ତି ।ଗତଦିବସ ନକ୍ଷତ୍ର ଓ ରାଶିମାନଙ୍କର ତାରାଚନ୍ଦ୍ର ଶୁଦ୍ଧି । ସିଂହ ରାଶିର ଘାତଚନ୍ଦ୍ର ।କର୍କଟ ରାଶିର ଘାତବାର । ଦିବା ଘ୪।୨୯ ଗତେ ଧନିଷ୍ଠା,ଶତଭିଷା, ଉତ୍ତରଭାଦ୍ର, ଅଶ୍ବିନୀ ,କୃତ୍ତିକା ,ମୃଗଶିରା, ଆର୍ଦ୍ର ପୁଷ୍ୟା ମଘା ଉତ୍ତରାଫାଃ ,ଚିତ୍ରା, ସ୍ଵାତୀ, ଅନୁରାଧା ମୂଳା ଉତ୍ତରାଷାଢ଼ା ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ଦିବା ଘ୮।୩୯ ଗତେ ଘ୧୦।୧୬ ମଧ୍ୟେ କାଳବେଳା । ଘ୧୧।୫୩ ଗତେ ଘ୧।୩୦ ମଧ୍ୟେ ବାରବେଳା* *। ରାତ୍ରି ଘ୨।୩୯ ଗତେ ଘ୪।୨ ମଧ୍ୟେ କାଳରାତ୍ରି । ମୃତେ ଦିବା ଘ୪।୨୯ ମଧ୍ୟେ ପାଦଦୋଷ । ଫଳଂ ଗୋତ୍ରନାଶ ଓ ତିଳକାଞ୍ଚନ ଦାନ । ରଜଶ୍ଚକ୍ରେ ବିଧବା । ପୂର୍ଣ୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ସ୍ତ୍ରୀ ତୈଳବର୍ଜନ । ମତ୍ସ୍ୟ ମାଂସ ରାତ୍ରି ଘ୮।୧୩ ଗତେ କୁଷ୍ମାଣ୍ଡ(ପାଣି କଖାରୁ) ଭକ୍ଷଣ ନିଷେଧ । ଅଦ୍ୟ ବ୍ୟାସ ଓ ଗୁରୁପୂର୍ଣ୍ଣିମା । ବ୍ୟାସଦେବଙ୍କ ଜୟନ୍ତୀ ।ଶରଣଂ ।*
🪷🪷🪷🪷🪷🪷🪷🪷🪷 
*(ଅମୃତ)-ଦିବା ଘ୭।୧ ମଧ୍ୟେ ଘ୧୧।୪୯ ଗତେ ଘ୧।୨୫ ମଧ୍ୟେ । ରାତ୍ରି ଘ୭।୧୦ ଗତେ ଘ୯।୩୪ ମଧ୍ୟେ ଘ୨।୨୨ ଗତେ ଘ୫।୨୫ ମଧ୍ୟେ । (ମାହେନ୍ଦ୍ର)-ଦିବା ଘ୩।୪୯ ଗତେ ଘ୫।୨୪ ମଧ୍ୟେ ରାତ୍ରି ଘ୯।୩୪ ଗତେ ଘ୧୧।୧୦ ମଧ୍ୟେ ।*
🪷🪷🪷🪷🪷🪷🪷🪷🪷
🪷🪷🪷🪷🪷🪷🪷🪷🪷

*ମେଷ: ଆପଣଙ୍କ ମନ ଓ ହୃଦୟ ବିରୋଧାଭାସ ସୃଷ୍ଟି କରିପାରନ୍ତି। ଜୀବନରେ ଆଗକୁ ବଢ଼ିବା ପାଇଁ ଲୋକଙ୍କ ସାହାଯ୍ୟ ପାଇବେ। ପ୍ରେମିକଙ୍କ ସହିତ ସମ୍ବନ୍ଧ ସୁଖଦ ହେବ।*

*ବୃଷ: ଆପଣଙ୍କ ରଚନାତ୍ମକ ପ୍ରତିଭା ଲୋକଙ୍କ ସାମନାକୁ ଆସିବ। କୌଣସି ଶୁଭ ସମାଚାର ପାଇବାର ସମ୍ଭାବନା ଅଛି। ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ।*

*ମିଥୁନ: ବାପା ମାଆଙ୍କ ସାହାଯ୍ୟରେ ଗୁରୁତ୍ବପୂର୍ଣ୍ଣ କାମ ସ˚ପୂର୍ଣ୍ଣ ହେବ। ଧାର ନେବା ଓ ଦେବାରୁ ନିବୃତ୍ତ ରୁହନ୍ତୁ। ଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।*

*କର୍କଟ: ବିଶେଷ କାମ ନିର୍ଦ୍ଧାରିତ ସମୟ ପୂର୍ବରୁ ପୂରା ହୋଇଯିବ। ବନ୍ଧୁ ସହିତ ଦର୍ଶନୀୟ ସ୍ଥାନକୁ ବୁଲି ଯାଇପାରନ୍ତି। ଆପଣଙ୍କୁ ସନ୍ତାନ ସୁଖ ପ୍ରାପ୍ତି ହେବ।*

*ସି˚ହ: ଅଫିସରେ ଆପଣଙ୍କ ବେଶଭୂଷାର ପ୍ରଶ˚ସା ହେବ। ଆପଣଙ୍କ ବ୍ୟବହାରରେ କିଛି ଲୋକ ଖୁସି ହେବେ। ନୂଆ ଘର ନିର୍ମାଣ ଲାଗି ଯୋଜନା କରିବେ।*

*କନ୍ୟା: ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। କୌଣସି ନୂଆ କାମ କରିବାର ସୁଯୋଗ ପାଇବେ। ପାରିବାରିକ ଜୀବନ ସୁଖକର ହେବ।*

*ତୁଳା: ନିଜର ଭବିଷ୍ୟତ ସମ୍ବନ୍ଧରେ ଚିନ୍ତା କରିବେ। ଆପଣଙ୍କର ଆୟ ବୃଦ୍ଧି ହେବାର ସ˚କେତ ମିଳିବ। ଘରକୁ କୌଣସି ବନ୍ଧୁ ଆସିପାରନ୍ତି।*

*ବିଛା: ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ। ନିଜର ଧୀଶକ୍ତି ବଳରେ ସବୁ କାମ ସମ୍ଭାଳି ନେବେ। ମହିଳାଙ୍କର ଅଫିସରେ ଉନ୍ନତି ହେବ।*

*ଧନୁ: ସ୍ଥଗିତ ଥିବା କାମ ସ˚ପୂର୍ଣ୍ଣ ହେବାର ସମ୍ଭାବନା ଅଛି। ଘରେ ମାଙ୍ଗଳିକ କାର୍ଯ୍ୟ ଲାଗି ଭାବି ପାରନ୍ତି। ବ୍ୟବସାୟ କାମରେ ପାଖ ସହରକୁ ଯାଇପାରନ୍ତି।*

*ମକର: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ବାଲ୍ୟବନ୍ଧୁଙ୍କ ସହିତ ଭେଟ ହୋଇପାରେ। କୌଣସି କାମ ପାଇଁ ବଡ଼ ନିଷ୍ପତ୍ତି ନେବେ।*

*କୁମ୍ଭ: କୌଣସି ନୂଆ କାମର ଯୋଜନା ପ୍ରସ୍ତୁତ କରିବେ। ପୁରୁଣା ବନ୍ଧୁଙ୍କ ସହିତ ଦେଖା ହୋଇପାରେ। ପରିବାର ଲୋକଙ୍କ ସହିତ ପ୍ରେମଭାବ ବଢ଼ିବ।*

*ମୀନ: ପୂଜାପାଠରେ ଅଧିକ ସମୟ ବିତିବ। ପରିବାର ଲୋକଙ୍କ ପରାମର୍ଶ ମହତ୍ତ୍ବପୂର୍ଣ୍ଣ ରହିବ। କିଛି ନୂଆ ଶିଖିବାକୁ ଚେଷ୍ଟା କରିବେ। ଚାକିରିଜୀବୀଙ୍କ ଲାଗି ଦିନଟି ଭଲ।*
    user_Binod pandey
    Binod pandey
    Local News Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    2 hrs ago
  • ଜଳବନ୍ଦୀ ଅବସ୍ଥାରେ ସବ ପୋଷ୍ଟ ଅଫିସ Iସୁବର୍ଣ୍ଣପୁର ଜିଲ୍ଲା ବିନିକା ସବ ପୋଷ୍ଟ ଅଫିସ ଭିତରେ ଜମି ରହିଛି ଗୋଟିଏ ଫୁଟର ବର୍ଷା ପାଣି
    1
    ଜଳବନ୍ଦୀ ଅବସ୍ଥାରେ ସବ ପୋଷ୍ଟ ଅଫିସ Iସୁବର୍ଣ୍ଣପୁର ଜିଲ୍ଲା ବିନିକା ସବ ପୋଷ୍ଟ ଅଫିସ ଭିତରେ ଜମି ରହିଛି ଗୋଟିଏ ଫୁଟର ବର୍ଷା ପାଣି
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    21 hrs ago
  • ଜଗମୋହନ ଭିତରେ ଗରୁଡ଼ସ୍ତମ୍ଭ ଚତୁଃପାର୍ଶ୍ୱରେ ପାଣି - ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ସହର ଗଡଭିତର ସ୍ଥିତ ବଡ ଜଗନ୍ନାଥଙ୍କ ମନ୍ଦିର ପରିସରରେ ବର୍ଷା ଜଳ - ମନ୍ଦିର ଚତୁଃପାର୍ଶ୍ୱ ଜବରଦଖଲରେ ଥିବା କାରଣରୁ ଜଳ ନିଷ୍କାସନ ପ୍ରଭାବିତ ହେଉଛି।
    1
    ଜଗମୋହନ ଭିତରେ ଗରୁଡ଼ସ୍ତମ୍ଭ ଚତୁଃପାର୍ଶ୍ୱରେ ପାଣି
- ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ସହର ଗଡଭିତର ସ୍ଥିତ ବଡ ଜଗନ୍ନାଥଙ୍କ ମନ୍ଦିର ପରିସରରେ ବର୍ଷା ଜଳ
- ମନ୍ଦିର ଚତୁଃପାର୍ଶ୍ୱ ଜବରଦଖଲରେ ଥିବା କାରଣରୁ ଜଳ ନିଷ୍କାସନ ପ୍ରଭାବିତ ହେଉଛି।
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    17 hrs ago
  • ସୁବର୍ଣ୍ଣପୁର ଜିଲ୍ଲା ଅବକାରୀ ବିଭାଗ କୁ ମିଳିଛି ବଡ଼ ସଫଳତା । ଅବକାରୀ ବିଭାଗ ପକ୍ଷରୁ ପେଟ୍ରୋଲିଂ ଓ ଯାଞ୍ଚ ସମୟରେ ପୃଥକ ପୃଥକ ଦୁଇଟି ସ୍ଥାନରୁ ୫ କୁଇଂଟାଲ ଗଂଜେଇ ସହ ଏକ କାର ଓ ଏକ ଲଙ୍କା ବୋଝଇ ପିକପ ଜବତ । ସୁବର୍ଣ୍ଣପୁର ଜିଲ୍ଲା ଅବକାରୀ ବିଭାଗ କୁ ମିଳିଛି ବଡ଼ ସଫଳତା । ଅବକାରୀ ବିଭାଗ ପକ୍ଷରୁ ପେଟ୍ରୋଲିଂ ଓ ଯାଞ୍ଚ ସମୟରେ ପୃଥକ ପୃଥକ ଦୁଇଟି ସ୍ଥାନରୁ ୫ କୁଇଂଟାଲ ଗଂଜେଇ ସହ ଏକ କାର ଓ ଏକ ଲଙ୍କା ବୋଝଇ ପିକପ ଜବତ । ଏହି ଘଟଣା ରେ ଉଲୁଣ୍ଡା ବ୍ଲକ ଏସ ପତରାପାଲି ନିକଟରୁ ଏକ ପିକଅପରୁ ଅଭିନବ ହିସାବରେ ଲଙ୍କା ପ୍ୟାକେଟ ଭିତରେ ଗଂଜେଇ ନେଇ ଯାଉଥିବା ବେଲେ ୪ କୁଇଂଟାଲ ଗଂଜେଇ ସହ ୨ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ସେହିପରି ବୀରମହାରାଜପୁର ଅଂଚଳରୁ କିଆ କାରରୁ ୧ କୁଇଂଟାଲ ଗଂଜେଇ ଜବତ ସହ ୨ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ତେବେ ଅବକାରୀ ବିଭାଗ ପକ୍ଷରୁ ପୃଥକ ଭାବେ ୨ଟି ମାମଲା ରୁଜୁ କରି ଆଜି ଅଭିଯୁକ୍ତ ମାନଙ୍କୁ କୋଟ ଚାଲାଣ କରାଯିବ ବୋଲି କହିଛନ୍ତି ଅବକାରୀ ସବ ଇନିସପେକ୍ଟର ସାନ୍ତାନୁ ପଟ୍ଟନାୟକ ।
    1
    ସୁବର୍ଣ୍ଣପୁର ଜିଲ୍ଲା ଅବକାରୀ ବିଭାଗ କୁ ମିଳିଛି ବଡ଼ ସଫଳତା । ଅବକାରୀ ବିଭାଗ ପକ୍ଷରୁ ପେଟ୍ରୋଲିଂ ଓ ଯାଞ୍ଚ ସମୟରେ ପୃଥକ ପୃଥକ ଦୁଇଟି ସ୍ଥାନରୁ ୫ କୁଇଂଟାଲ ଗଂଜେଇ ସହ ଏକ କାର ଓ ଏକ ଲଙ୍କା ବୋଝଇ ପିକପ ଜବତ ।
ସୁବର୍ଣ୍ଣପୁର ଜିଲ୍ଲା ଅବକାରୀ ବିଭାଗ କୁ ମିଳିଛି ବଡ଼ ସଫଳତା । ଅବକାରୀ ବିଭାଗ ପକ୍ଷରୁ ପେଟ୍ରୋଲିଂ ଓ ଯାଞ୍ଚ ସମୟରେ ପୃଥକ ପୃଥକ ଦୁଇଟି ସ୍ଥାନରୁ ୫ କୁଇଂଟାଲ ଗଂଜେଇ ସହ ଏକ କାର ଓ ଏକ ଲଙ୍କା ବୋଝଇ ପିକପ ଜବତ । ଏହି ଘଟଣା ରେ ଉଲୁଣ୍ଡା ବ୍ଲକ ଏସ ପତରାପାଲି ନିକଟରୁ ଏକ ପିକଅପରୁ ଅଭିନବ ହିସାବରେ ଲଙ୍କା ପ୍ୟାକେଟ ଭିତରେ ଗଂଜେଇ ନେଇ ଯାଉଥିବା ବେଲେ ୪ କୁଇଂଟାଲ ଗଂଜେଇ ସହ ୨ ଜଣଙ୍କୁ ଗିରଫ କରିଛି  ଅବକାରୀ ବିଭାଗ । ସେହିପରି ବୀରମହାରାଜପୁର ଅଂଚଳରୁ କିଆ କାରରୁ ୧ କୁଇଂଟାଲ ଗଂଜେଇ ଜବତ ସହ ୨ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ତେବେ ଅବକାରୀ ବିଭାଗ ପକ୍ଷରୁ ପୃଥକ ଭାବେ ୨ଟି ମାମଲା ରୁଜୁ କରି ଆଜି ଅଭିଯୁକ୍ତ ମାନଙ୍କୁ କୋଟ ଚାଲାଣ କରାଯିବ ବୋଲି କହିଛନ୍ତି ଅବକାରୀ ସବ ଇନିସପେକ୍ଟର ସାନ୍ତାନୁ ପଟ୍ଟନାୟକ ।
    user_BINKA KHABAR
    BINKA KHABAR
    ବିନିକା, ସୋନପୁର, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.