Shuru
Apke Nagar Ki App…
Bighne Rana
More news from ଓଡ଼ିଶା and nearby areas
- Post by Bighne Rana1
- gdjkjdkndd3
- ରାଜ୍ୟ ସରକାର ଙ୍କ ପଂଚାୟତ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ଟିଟିଲାଗଡ଼ ବ୍ଲକ ଗସ୍ଥ କରିବା ସହିତ ଅନେକ ପଂଚାୟତ କୁ ଯାଇ ଲୋକଙ୍କ ସହ ଆଲୋଚନା କରିଥିଲେ l ଏହି ସମୟରେ ଗ୍ରାମାଞ୍ଚଳ ର ଲୋକେ ପାନୀୟଜଳ ସମସ୍ୟା ନେଇ ମନ୍ତ୍ରୀ ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ l ଓଭରହେଡ଼ ଟ୍ୟାଙ୍କ ନିର୍ମାଣ ହୋଇ ବର୍ଷ ବର୍ଷ ଗଡୁଥିଲେ ମଧ୍ୟ ଲୋକେ ପାଣି ପାଉନଥିବା ନେଇ ମନ୍ତ୍ରୀ ବିଭାଗୀୟ ଅଧିକାରୀ ଙ୍କୁ ତାଗିଦ କରିବା ସହିତ ସମସ୍ତ ସମସ୍ୟାର ସମାଧାନ ପାଇଁ ନିର୍ଦେଶ ଦେଇଛନ୍ତି.5
- କଣ୍ଟାବାଞ୍ଜି ଟାଟା ପାୱାର ବିଦ୍ୟୁତ୍ ଅଫିସ ତରଫରୁ କଣ୍ଟାବାଞ୍ଜି ରେ ବାଇକ ରାଲି।1
- ମକର ସଂକ୍ରାନ୍ତିରେ ଓଡିଶାରେ ଭୟଙ୍କର ବମ୍ ବ୍ଲାଷ୍ଟ, ଛିନ-ଛ-ତ୍ର ହୋଇ ପଡିଛି... ୫ଜଣ...କାନ୍ଥରେ ପଡିଛି....1
- #_ବ୍ୟାସନଗର_କହ୍ନେଇପୁର_ସ୍ଥିତ_ସ୍ୱାମୀ_ବିବେକାନନ୍ଦ_ଇନଷ୍ଟିଚୁଟ_ର_ବାର୍ଷିକ_ଉତ୍ସବ_ଅନୁଷ୍ଠିତ !1
- सड़क किनारे का यह अनोखा नज़ारा सोशल मीडिया पर तेज़ी से वायरल हो रहा है। वीडियो में कुछ कुत्ते एक कुत्ते के सामने बैठकर ऐसे दिखाई दे रहे हैं जैसे आशीर्वाद ले रहे हों। लोग इसे मज़ाक में “बाबा डॉगेश्वर जी” कह रहे हैं। मासूमियत और भावनाओं से भरा यह दृश्य लोगों को खूब पसंद आ रहा है और इंटरनेट पर हंसी के साथ पॉजिटिव वाइब्स फैला रहा है। #ViralVideo #DogLovers #InternetSensation #FunnyReels #CuteAnimals #WholesomeContent1
- ଦୀର୍ଘଦିନର ଅନ୍ତ ଘଟିଛି- ପାହାଡ଼ ସାହି ପିଚୁ ରାସ୍ତା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ଦେଲେ କନ୍ଧମାଳ ସାଂସଦ ---- ଜି.ଉଦୟଗିରି, ୧୪/୦୧(ଚିନ୍ମୟ) ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ପାହାଡ଼ ସାହି ରାସ୍ତା ନିର୍ମାଣ ପାଇଁ ସାହି ବାସିନ୍ଦା ଙ୍କ ତରଫରୁ କରାଯାଇଥିବା ଦୀର୍ଘଦିନର ଦାବି ଓ ଅପେକ୍ଷାର ଅନ୍ତ ଘଟିଛି , ପରିଷଦ ଅଧ୍ୟକ୍ଷା ସୁଶ୍ରୀ ଦେବସ୍ମୀତା ଶତପଥୀ, ଉପାଧ୍ଯକ୍ଷ ସନ୍ତୋଷ କୁମାର ବାଘ, କାଉନ୍ସିଲର ଜାକେଶ କୁମାର ପ୍ରଧାନ, କାର୍ଯ୍ୟନିର୍ବାହୀ ଅଧିକାରୀ ଆଶୁତୋଷ ଗୌରବ କର, କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସାହୁ ଓ ଏମଇ ଅସିତ୍ କୁମାର ସେଠୀ ଙ୍କ ଅ଼ଞ୍ଚଳରେ ବିକାଶ ମୂଳକ କାର୍ଯ୍ୟ କରିବା ର ତତ୍ପରତା ଯୋଗୁଁ ପ୍ରାୟ ୧୪ ଲକ୍ଷ ଟଙ୍କା ବ୍ୟୟରେ ବ୍ଲକ ଛକ ଠାରୁ ନୂଆସାହି ଚର୍ଚ୍ଚ ପର୍ଯ୍ୟନ୍ତ ପିଚୁ ରାସ୍ତା ନିର୍ମାଣ ପାଇଁ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ଭିତ୍ତିପ୍ରସ୍ତର ଦେଇଛନ୍ତି। ଏହି ଅବସରରେ କାଉନ୍ସିଲର ଓ ସାହି ବାସିନ୍ଦା ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। 🙏1