logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଖଡିକାରପଡ଼ା ରେ ବିଦ୍ୟୁତ୍ ସେବା ନ ଥିବା ବେଳେ ଗ୍ରାମବାସୀ ମାନେ ନାହିଁ ନଥିବା ସମସ୍ୟା ସମ୍ମୁଖୀନ ହୋଇଛନ୍ତି। ଏହି ଗ୍ରାମକୁ ବିଦ୍ୟୁତ ସେବା ଯୋଗାଣ ନେଇ କଲାହାଣ୍ଡି ସାଂସଦ ମାଳବିକା ଦେବୀ ମୁଖ୍ୟମନ୍ତ୍ରୀ ଓ ଶକ୍ତି ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସକାଳ ୮ ଘଣ୍ଟା ସମୟରେ ବିଦ୍ୟୁତ୍ ସଂଯୋଗ ସେବା ଶୁଭାରମ୍ଭ କଲେ କଳାହାଣ୍ଡି ସାଂସଦ ମାଳବିକା ଦେବୀ l ନୂଆପଡ଼ା ବିଧାୟକ ଜୟ ଢୋଲକିଆ, ଭେଲା ଗ୍ରାମପଞ୍ଚାୟତ ସରପଞ୍ଚ ବିମଳ ଯୋଶୀ, ସହ ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ। ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଖଡିକାରପଡ଼ା ରେ ବିଦ୍ୟୁତ୍ ସେବା ନ ଥିବା ବେଳେ ଗ୍ରାମବାସୀ ମାନେ ନାହିଁ ନଥିବା ସମସ୍ୟା ସମ୍ମୁଖୀନ ହୋଇଛନ୍ତି। ଏହି ଗ୍ରାମକୁ ବିଦ୍ୟୁତ ସେବା ଯୋଗାଣ ନେଇ କଲାହାଣ୍ଡି ସାଂସଦ ମାଳବିକା ଦେବୀ ମୁଖ୍ୟମନ୍ତ୍ରୀ ଓ ଶକ୍ତି ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସକାଳ ୮ ଘଣ୍ଟା ସମୟରେ ବିଦ୍ୟୁତ୍ ସଂଯୋଗ ସେବା ଶୁଭାରମ୍ଭ କଲେ କଳାହାଣ୍ଡି ସାଂସଦ ମାଳବିକା ଦେବୀ l ନୂଆପଡ଼ା ବିଧାୟକ ଜୟ ଢୋଲକିଆ, ଭେଲା ଗ୍ରାମପଞ୍ଚାୟତ ସରପଞ୍ଚ ବିମଳ ଯୋଶୀ, ସହ ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ।

1 hr ago
user_ଆମ ଓଡିଶା ଖବର ଓଡିଶା
ଆମ ଓଡିଶା ଖବର ଓଡିଶା
Local Politician ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
1 hr ago
553bebb0-8b68-4811-b850-045c57690767

ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଖଡିକାରପଡ଼ା ରେ ବିଦ୍ୟୁତ୍ ସେବା ନ ଥିବା ବେଳେ ଗ୍ରାମବାସୀ ମାନେ ନାହିଁ ନଥିବା ସମସ୍ୟା ସମ୍ମୁଖୀନ ହୋଇଛନ୍ତି। ଏହି ଗ୍ରାମକୁ ବିଦ୍ୟୁତ ସେବା ଯୋଗାଣ ନେଇ କଲାହାଣ୍ଡି ସାଂସଦ ମାଳବିକା ଦେବୀ ମୁଖ୍ୟମନ୍ତ୍ରୀ ଓ ଶକ୍ତି ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସକାଳ ୮ ଘଣ୍ଟା ସମୟରେ ବିଦ୍ୟୁତ୍ ସଂଯୋଗ ସେବା ଶୁଭାରମ୍ଭ କଲେ କଳାହାଣ୍ଡି ସାଂସଦ ମାଳବିକା ଦେବୀ l ନୂଆପଡ଼ା ବିଧାୟକ ଜୟ ଢୋଲକିଆ, ଭେଲା ଗ୍ରାମପଞ୍ଚାୟତ ସରପଞ୍ଚ ବିମଳ ଯୋଶୀ, ସହ ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ। ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଖଡିକାରପଡ଼ା ରେ ବିଦ୍ୟୁତ୍ ସେବା ନ ଥିବା ବେଳେ ଗ୍ରାମବାସୀ ମାନେ ନାହିଁ ନଥିବା ସମସ୍ୟା ସମ୍ମୁଖୀନ ହୋଇଛନ୍ତି। ଏହି ଗ୍ରାମକୁ ବିଦ୍ୟୁତ ସେବା ଯୋଗାଣ ନେଇ କଲାହାଣ୍ଡି ସାଂସଦ ମାଳବିକା ଦେବୀ ମୁଖ୍ୟମନ୍ତ୍ରୀ ଓ ଶକ୍ତି ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସକାଳ ୮ ଘଣ୍ଟା ସମୟରେ ବିଦ୍ୟୁତ୍ ସଂଯୋଗ ସେବା ଶୁଭାରମ୍ଭ କଲେ କଳାହାଣ୍ଡି ସାଂସଦ ମାଳବିକା ଦେବୀ l ନୂଆପଡ଼ା ବିଧାୟକ ଜୟ ଢୋଲକିଆ, ଭେଲା ଗ୍ରାମପଞ୍ଚାୟତ ସରପଞ୍ଚ ବିମଳ ଯୋଶୀ, ସହ ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ।

More news from ଓଡ଼ିଶା and nearby areas
  • ବଲାଙ୍ଗୀର ମୁଖ୍ୟ ଡାକ୍ତରଖାନା ପରିଦର୍ଶନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ବଲାଙ୍ଗୀର ମୁଖ୍ୟ ଡାକ୍ତରଖାନା ପରିଦର୍ଶନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ Dr. Mukesh Mahaling
    1
    ବଲାଙ୍ଗୀର ମୁଖ୍ୟ ଡାକ୍ତରଖାନା ପରିଦର୍ଶନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ  
ବଲାଙ୍ଗୀର ମୁଖ୍ୟ ଡାକ୍ତରଖାନା ପରିଦର୍ଶନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ  Dr. Mukesh Mahaling
    user_Am khabra
    Am khabra
    ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    4 hrs ago
  • ଓଡ଼ିଶାର ଟିଟିଲାଗଡ଼ ମାତୃ ଓ ଶିଶୁ ଚିକିତ୍ସାଳୟରେ ପ୍ରସୂତି ମହିଳାଙ୍କଠାରୁ ଟଙ୍କା ଆଦାୟ, ପାନୀୟ ଜଳ ଓ ଆମ୍ବୁଲାନ୍ସ ଅଭାବ ଭଳି ଅବ୍ୟବସ୍ଥା ଦେଖାଦେଇଛି। ଏହି ସବୁ ସମସ୍ୟା ପାଇଁ ଡାକ୍ତର ବିଜୁଳି ସମସ୍ୟାକୁ ଦାୟୀ କରୁଥିବା ବେଳେ, ରୋଗୀଙ୍କୁ ବାହାର ପ୍ରାଇଭେଟ୍ କ୍ଲିନିକକୁ ପଠାଇବା ଓ ନିମ୍ନମାନର ଖାଦ୍ୟ ଯୋଗାଇବା ଭଳି ଅଭିଯୋଗ ମଧ୍ୟ ରହିଛି।
    4
    ଓଡ଼ିଶାର ଟିଟିଲାଗଡ଼ ମାତୃ ଓ ଶିଶୁ ଚିକିତ୍ସାଳୟରେ ପ୍ରସୂତି ମହିଳାଙ୍କଠାରୁ ଟଙ୍କା ଆଦାୟ, ପାନୀୟ ଜଳ ଓ ଆମ୍ବୁଲାନ୍ସ ଅଭାବ ଭଳି ଅବ୍ୟବସ୍ଥା ଦେଖାଦେଇଛି। ଏହି ସବୁ ସମସ୍ୟା ପାଇଁ ଡାକ୍ତର ବିଜୁଳି ସମସ୍ୟାକୁ ଦାୟୀ କରୁଥିବା ବେଳେ, ରୋଗୀଙ୍କୁ ବାହାର ପ୍ରାଇଭେଟ୍ କ୍ଲିନିକକୁ ପଠାଇବା ଓ ନିମ୍ନମାନର ଖାଦ୍ୟ ଯୋଗାଇବା ଭଳି ଅଭିଯୋଗ ମଧ୍ୟ ରହିଛି।
    user_Santosh Nayak PRESS
    Santosh Nayak PRESS
    Local News Reporter ବଲାଙ୍ଗୀର, ବଲାଙ୍ଗୀର, ଓଡ଼ିଶା•
    6 hrs ago
  • ଏ ଦୃଶ୍ୟ ହେଉଛି ସୁବର୍ଣ୍ଣପୁର ଜ଼ିଲ୍ଲା ବୀରମହାରାଜପୁର ବ୍ଲଚ୍ଚ ଅନ୍ତର୍ଗତ ରଥପୁର ଛକ ରେ ଲଗାହେଉଥିବା ଲାଇଟ ଖୁଣ୍ଟ ରେ ରଡ଼ ଦେଇ ନାହିଁ ନିନ୍ମ ମାନର କାମ ହେଇଥିବାର ଦେଖିବାକୁ ମିଳିଛି
    1
    ଏ ଦୃଶ୍ୟ ହେଉଛି ସୁବର୍ଣ୍ଣପୁର ଜ଼ିଲ୍ଲା ବୀରମହାରାଜପୁର ବ୍ଲଚ୍ଚ ଅନ୍ତର୍ଗତ ରଥପୁର ଛକ ରେ ଲଗାହେଉଥିବା ଲାଇଟ ଖୁଣ୍ଟ ରେ ରଡ଼ ଦେଇ ନାହିଁ ନିନ୍ମ ମାନର କାମ ହେଇଥିବାର ଦେଖିବାକୁ ମିଳିଛି
    user_Jagadish meher
    Jagadish meher
    ସୋନପୁର, ସୋନପୁର, ଓଡ଼ିଶା•
    51 min ago
  • ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବସ ଷ୍ଟାଣ୍ଡରେ ଥିବା 'ଶିବା ମୋବାଇଲ' ଦୋକାନରୁ ୭୦ ଲକ୍ଷ ଟଙ୍କା ମୂଲ୍ୟର ମୋବାଇଲ୍ ଚୋରି ହୋଇଛି। ଚୋରମାନେ ଦୋକାନର ପଛ କାନ୍ଥ କଣା କରି ଏହି କାଣ୍ଡ ଭିଆଇଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି।
    1
    ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବସ ଷ୍ଟାଣ୍ଡରେ ଥିବା 'ଶିବା ମୋବାଇଲ' ଦୋକାନରୁ ୭୦ ଲକ୍ଷ ଟଙ୍କା ମୂଲ୍ୟର ମୋବାଇଲ୍ ଚୋରି ହୋଇଛି। ଚୋରମାନେ ଦୋକାନର ପଛ କାନ୍ଥ କଣା କରି ଏହି କାଣ୍ଡ ଭିଆଇଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି।
    user_PABITRA BARIHA
    PABITRA BARIHA
    ସୋନପୁର, ସୋନପୁର, ଓଡ଼ିଶା•
    6 hrs ago
  • ସୋନପୁର ଜିଲ୍ଲାର ବୀରମହାରାଜପୁର ବସ ଷ୍ଟାଣ୍ଡ ନିକଟ ଶିବା ମୋବାଇଲ୍ ଦୋକାନରୁ ପ୍ରାୟ ୭୦ ଲକ୍ଷ ଟଙ୍କା ମୂଲ୍ୟର ମୋବାଇଲ୍ ଚୋରି ହୋଇଛି। ଚୋରମାନେ ଦୋକାନର ପଛପଟ କାନ୍ଥ ଫାଡି ଏହି ମହାଲୁଟ୍ କରିଛନ୍ତି, ଯାହା ସାରା ଓଡ଼ିଶାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
    1
    ସୋନପୁର ଜିଲ୍ଲାର ବୀରମହାରାଜପୁର ବସ ଷ୍ଟାଣ୍ଡ ନିକଟ ଶିବା ମୋବାଇଲ୍ ଦୋକାନରୁ ପ୍ରାୟ ୭୦ ଲକ୍ଷ ଟଙ୍କା ମୂଲ୍ୟର ମୋବାଇଲ୍ ଚୋରି ହୋଇଛି। ଚୋରମାନେ ଦୋକାନର ପଛପଟ କାନ୍ଥ ଫାଡି ଏହି ମହାଲୁଟ୍ କରିଛନ୍ତି, ଯାହା ସାରା ଓଡ଼ିଶାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    6 hrs ago
  • ସୁବର୍ଣ୍ଣପୁରରେ ପୋଲିସ ଏକ ଦାମୀ କାରରୁ ବେଆଇନ ଗଞ୍ଜେଇ ଚାଲାଣକୁ ଧରିଛି। କିନ୍ତୁ ପୋଲିସକୁ ଦେଖି ଗଞ୍ଜେଇ ମାଫିଆ କାର ଛାଡ଼ି ଫେରାର ହୋଇଯାଇଛନ୍ତି।
    1
    ସୁବର୍ଣ୍ଣପୁରରେ ପୋଲିସ ଏକ ଦାମୀ କାରରୁ ବେଆଇନ ଗଞ୍ଜେଇ ଚାଲାଣକୁ ଧରିଛି। କିନ୍ତୁ ପୋଲିସକୁ ଦେଖି ଗଞ୍ଜେଇ ମାଫିଆ କାର ଛାଡ଼ି ଫେରାର ହୋଇଯାଇଛନ୍ତି।
    user_ସାମ୍ବାଦିକ Gurudeb Meher
    ସାମ୍ବାଦିକ Gurudeb Meher
    Local News Reporter Sonapur, Sonepur•
    8 hrs ago
  • ଓଡ଼ିଶାର ସୁବର୍ଣ୍ଣପୁର ଜିଲ୍ଲାରେ ୨ କ୍ୱିଣ୍ଟାଲ ୭୨ କିଲୋଗ୍ରାମ ଗଞ୍ଜେଇ ଜବତ ହୋଇଛି। ପୋଲିସ ପିଛା କରିବାରୁ ମାଫିଆମାନେ ଏକ କାର ଛାଡ଼ି ଫେରାର ହୋଇଯାଇଥିଲେ। ଏହି ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୭ ଲକ୍ଷ ଟଙ୍କା।
    4
    ଓଡ଼ିଶାର ସୁବର୍ଣ୍ଣପୁର ଜିଲ୍ଲାରେ ୨ କ୍ୱିଣ୍ଟାଲ ୭୨ କିଲୋଗ୍ରାମ ଗଞ୍ଜେଇ ଜବତ ହୋଇଛି। ପୋଲିସ ପିଛା କରିବାରୁ ମାଫିଆମାନେ ଏକ କାର ଛାଡ଼ି ଫେରାର ହୋଇଯାଇଥିଲେ। ଏହି ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୭ ଲକ୍ଷ ଟଙ୍କା।
    user_BAHUJAN ADHIKAR
    BAHUJAN ADHIKAR
    Media house Sonapur, Sonepur•
    9 hrs ago
  • ସୁବର୍ଣ୍ଣପୁର ଜିଲ୍ଲାରେ କରାମାଡ଼ରେ ଫସଲ ହରାଇଥିବା ଚାଷୀମାନେ ଖୁବ ଶୀଘ୍ର କ୍ଷତିପୂରଣ ପାଇବେ। ଏଥିପାଇଁ ଆକଳନ ସରିଛି ଏବଂ ଟଙ୍କା ମଧ୍ୟ ମିଳିସାରିଛି।
    1
    ସୁବର୍ଣ୍ଣପୁର ଜିଲ୍ଲାରେ କରାମାଡ଼ରେ ଫସଲ ହରାଇଥିବା ଚାଷୀମାନେ ଖୁବ ଶୀଘ୍ର କ୍ଷତିପୂରଣ ପାଇବେ। ଏଥିପାଇଁ ଆକଳନ ସରିଛି ଏବଂ ଟଙ୍କା ମଧ୍ୟ ମିଳିସାରିଛି।
    user_SONEPUR NEWS
    SONEPUR NEWS
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    9 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.