logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ପି. ଜି.ଏନ୍ ପବ୍ଲିକ୍ ସ୍କୁଲ୍ ବାଳକାଟିରେ ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ । ବାଲିଅନ୍ତା -: ପ୍ରତାପ ଶାସନ ଗ୍ରାମ ପଞ୍ଚାୟତର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ପି. ଜି.ଏନ୍ ପବ୍ଲିକ୍ ସ୍କୁଲ୍ ରେ ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅନୁଷ୍ଠାନର କାର୍ଯ୍ୟକାରୀ ସମ୍ପାଦକ ଭାଗ୍ୟ ଧର ନନ୍ଦୀ ଯୋଗ ଦେଇ କୁନି କୁନି ଛାତ୍ରଛାତ୍ରୀ ମାନଙ୍କୁ ଚନ୍ଦନ ଟିପା ଦେଇ ଫୁଲ ପକେଇ ସ୍ଵାଗତ କରି ଛାତ୍ରଛାତ୍ରୀ ଖଡ଼ି ଛୁଆଁ ଉତ୍ସବ ଆରମ୍ଭ କରିଥିଲେ । ଏହି ଉତ୍ସବରେ ସ୍କୁଲ୍ ର ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ ।

8 hrs ago
user_Gagan Bhoi
Gagan Bhoi
ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
8 hrs ago

ପି. ଜି.ଏନ୍ ପବ୍ଲିକ୍ ସ୍କୁଲ୍ ବାଳକାଟିରେ ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ । ବାଲିଅନ୍ତା -: ପ୍ରତାପ ଶାସନ ଗ୍ରାମ ପଞ୍ଚାୟତର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ପି. ଜି.ଏନ୍ ପବ୍ଲିକ୍ ସ୍କୁଲ୍ ରେ ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅନୁଷ୍ଠାନର କାର୍ଯ୍ୟକାରୀ ସମ୍ପାଦକ ଭାଗ୍ୟ ଧର ନନ୍ଦୀ ଯୋଗ ଦେଇ କୁନି କୁନି ଛାତ୍ରଛାତ୍ରୀ ମାନଙ୍କୁ ଚନ୍ଦନ ଟିପା ଦେଇ ଫୁଲ ପକେଇ ସ୍ଵାଗତ କରି ଛାତ୍ରଛାତ୍ରୀ ଖଡ଼ି ଛୁଆଁ ଉତ୍ସବ ଆରମ୍ଭ କରିଥିଲେ । ଏହି ଉତ୍ସବରେ ସ୍କୁଲ୍ ର ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ ।

More news from ଓଡ଼ିଶା and nearby areas
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    4 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    19 hrs ago
  • ସ୍କୁଲ ବାହାରେ ଝିଅ ମାନଙ୍କୁ ହଇରାଣ କରୁଥିଲା ମହମ୍ମଦ ଫିରୋଜ। ତାପରେ ପୋଲିସର କଡ଼ା ଆକ୍ସନ। ବିଚ୍ ରାସ୍ତାରେ ପିଟି ପିଟି ରୋମିଓ ଗିରି ଛଡାଇଲା ପୋଲିସ। ମହମ୍ମଦ ଫିରୋଜ ସ୍କୁଲ ବାହାରେ ଝିଅ ମାନଙ୍କୁ ହଇରାଣ କରୁଥିଲା।
    1
    ସ୍କୁଲ ବାହାରେ ଝିଅ ମାନଙ୍କୁ ହଇରାଣ କରୁଥିଲା ମହମ୍ମଦ ଫିରୋଜ। ତାପରେ ପୋଲିସର କଡ଼ା ଆକ୍ସନ। ବିଚ୍ ରାସ୍ତାରେ ପିଟି ପିଟି ରୋମିଓ ଗିରି ଛଡାଇଲା ପୋଲିସ। ମହମ୍ମଦ ଫିରୋଜ ସ୍କୁଲ ବାହାରେ ଝିଅ ମାନଙ୍କୁ ହଇରାଣ କରୁଥିଲା।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    3 hrs ago
  • କଟକ ଚୌଦ୍ୱାର ଜେଲ୍ ରୁ ଫେରାର ପରେ କର୍ଣ୍ଣାଟକ ର ମହୀଶୂରରୁ ଏକ ଅଳଙ୍କାର ଦୋକାନ ରୁ ୨୦୨୫ ଡିସେମ୍ବର ମାସରେ ଲୁଟ୍ କରିଥିଲା ରାଜା ଏହାପରେ ହାଇଦ୍ରାବାଦ ରୁ ଆଉ ଏକ ସୁନା ଅଳଙ୍କାର ଦୋକାନରୁ ଲୁଟ ଉଦ୍ୟମ କରିଥିବା ବେଳେ ସଫଳ ହୋଇ ନଥିଲା । ରାଜା କୁ ଧରିବା ପାଇଁ କମିଶନରେଟ ପୋଲିସ ର ୨୪ ଜଣିଆ ଟିମ୍ ନିୟୋଜିତ ହୋଇଥିଲେ। ବିଭିନ୍ନ ଲୋକେସ ରେ ପୋଲିସ ଚଢ଼ାଉ କରିଥିବା ବେଳେ ରାଜା ପୋଲିସ କୁ ବାରମ୍ବାର ଚଖମା ଦେଇଥିଲା। ଶେଷରେ ଉତ୍ତରାଖଣ୍ଡ ର ଋଷିକେଶ ରୁ ରାଜା କୁ ଧରିବାରେ ସକ୍ଷମ ହୋଇଥିଲା ପୋଲିସ। ସବୁଠାରୁ ବଡ଼ କଥା ହେଲା କି କୁଖ୍ୟାତ ଅପରାଧୀ ରାଜା ସାହାଣୀ ନାମରେ ଏକାଧିକ ହତ୍ୟା ମାମଲା ସହ ଭାରତର ବିଭିନ୍ନ ରାଜ୍ୟ ରେ ୨୮ ଟି ଜଘନ୍ୟ ଅପରାଧିକ ମାମଲା ରହିଛି।ଏହି ମାମଲା ଭିତରେ ଡକାୟତି ମାମଲା ଅଧିକ ରହିଛି। ରାଜା ଏକ ବଡ଼ ନେଟୱର୍କ କରି ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଲୁଟ ଘଟଣା ଘଟାଉଥିଲା । ଶେଷରେ ପୋଲିସ ରାଜାକୁ ଧରିବା ପରେ ଆଜି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଜେଲ କୁ ପଠା ଯାଇଛି। ଅନ୍ୟ ରାଜ୍ୟର ପୋଲିସ ର ମଧ୍ୟ ମୋଷ୍ଟ୍ ୱାଣ୍ଟେଡ ଥିବା ରାଜା ସାହାଣୀ କୁ ପଚରା ଉଚରା କରି ପାରନ୍ତି ଅନ୍ୟ ରାଜ୍ୟର ପୋଲିସ। ତେବେ ରାଜା ର ଗିରଫ ପରେ ତାଙ୍କ ଗ୍ୟାଙ୍ଗ ର ମନୋବଳ ହ୍ରାସ ପାଇଛି ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ ଦେବଦତ୍ତ ସିଂ। ଏସ ଦେବଦତ୍ତ ସିଂ ( ପୋଲିସ କମିଶନର)
    2
    କଟକ ଚୌଦ୍ୱାର ଜେଲ୍ ରୁ ଫେରାର ପରେ କର୍ଣ୍ଣାଟକ ର ମହୀଶୂରରୁ ଏକ ଅଳଙ୍କାର ଦୋକାନ ରୁ ୨୦୨୫ ଡିସେମ୍ବର ମାସରେ ଲୁଟ୍ କରିଥିଲା ରାଜା ଏହାପରେ ହାଇଦ୍ରାବାଦ ରୁ ଆଉ ଏକ ସୁନା ଅଳଙ୍କାର ଦୋକାନରୁ ଲୁଟ ଉଦ୍ୟମ କରିଥିବା ବେଳେ ସଫଳ ହୋଇ ନଥିଲା  । ରାଜା କୁ ଧରିବା ପାଇଁ କମିଶନରେଟ ପୋଲିସ ର ୨୪ ଜଣିଆ ଟିମ୍ ନିୟୋଜିତ ହୋଇଥିଲେ। ବିଭିନ୍ନ ଲୋକେସ ରେ ପୋଲିସ ଚଢ଼ାଉ କରିଥିବା ବେଳେ ରାଜା ପୋଲିସ କୁ ବାରମ୍ବାର ଚଖମା ଦେଇଥିଲା। ଶେଷରେ ଉତ୍ତରାଖଣ୍ଡ ର ଋଷିକେଶ ରୁ ରାଜା କୁ ଧରିବାରେ ସକ୍ଷମ ହୋଇଥିଲା ପୋଲିସ। ସବୁଠାରୁ ବଡ଼ କଥା ହେଲା କି କୁଖ୍ୟାତ ଅପରାଧୀ ରାଜା ସାହାଣୀ ନାମରେ ଏକାଧିକ ହତ୍ୟା ମାମଲା ସହ ଭାରତର ବିଭିନ୍ନ ରାଜ୍ୟ ରେ  ୨୮ ଟି ଜଘନ୍ୟ ଅପରାଧିକ ମାମଲା ରହିଛି।ଏହି ମାମଲା ଭିତରେ ଡକାୟତି ମାମଲା ଅଧିକ ରହିଛି। ରାଜା ଏକ ବଡ଼ ନେଟୱର୍କ କରି ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଲୁଟ ଘଟଣା ଘଟାଉଥିଲା । ଶେଷରେ ପୋଲିସ ରାଜାକୁ ଧରିବା ପରେ ଆଜି କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଜେଲ କୁ ପଠା ଯାଇଛି। ଅନ୍ୟ ରାଜ୍ୟର ପୋଲିସ ର ମଧ୍ୟ ମୋଷ୍ଟ୍ ୱାଣ୍ଟେଡ ଥିବା ରାଜା ସାହାଣୀ କୁ ପଚରା ଉଚରା କରି ପାରନ୍ତି ଅନ୍ୟ ରାଜ୍ୟର ପୋଲିସ। ତେବେ ରାଜା ର ଗିରଫ ପରେ ତାଙ୍କ ଗ୍ୟାଙ୍ଗ ର ମନୋବଳ ହ୍ରାସ ପାଇଛି ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ ଦେବଦତ୍ତ ସିଂ।
ଏସ ଦେବଦତ୍ତ ସିଂ ( ପୋଲିସ କମିଶନର)
    user_Aritkumar Mohapatra
    Aritkumar Mohapatra
    କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    21 hrs ago
  • Post by Bharat ମାତା
    1
    Post by Bharat ମାତା
    user_Bharat ମାତା
    Bharat ମାତା
    Samaj Sevak Jagatsinghapur, Odisha•
    3 hrs ago
  • Post by ନିଷ୍ଠୁର ଦୁନିଆ Live
    1
    Post by ନିଷ୍ଠୁର ଦୁନିଆ Live
    user_ନିଷ୍ଠୁର ଦୁନିଆ Live
    ନିଷ୍ଠୁର ଦୁନିଆ Live
    Nischintakoili, Cuttack•
    19 hrs ago
  • Post by Dhenkanal News
    1
    Post by Dhenkanal News
    user_Dhenkanal News
    Dhenkanal News
    Media company Dhenkanal Sadar, Odisha•
    56 min ago
  • Post by Gagan Bhoi
    1
    Post by Gagan Bhoi
    user_Gagan Bhoi
    Gagan Bhoi
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    5 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.