Slug _ଅନୁଦାନ ଓ ପେନସନ୍ ଦାବିରେ ଶିକ୍ଷକ-କର୍ମଚାରୀଙ୍କ ଧାରଣା; DEO କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ Anchor :- ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ଶିକ୍ଷାକର୍ମଚାରୀ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି, କଳାହାଣ୍ଡି ଜିଲ୍ଲା ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଆୟୋଜିତ ହୋଇଛି। ବିଭିନ୍ନ ଦାବି ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଶୀଘ୍ର ସମାଧାନ ପାଇଁ ଦାବି ରଖିଛନ୍ତି ଆନ୍ଦୋଳନକାରୀ। ଶିକ୍ଷକ-କର୍ମଚାରୀ ସମିତି ପକ୍ଷରୁ ଯୋଗ୍ୟ ବିବେଚିତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର ଅବସରପ୍ରାପ୍ତ ଓ ଅବସର ନେବାକୁ ଥିବା ଶିକ୍ଷକ-ଶିକ୍ଷାକର୍ମଚାରୀଙ୍କୁ ଚାକିରି ସର୍ତ୍ତାବଳୀ ଅନୁଯାୟୀ ପେନସନ୍ ପ୍ରଦାନ ପାଇଁ ଦାବି କରାଯାଇଛି। ଏଥିସହ ସମସ୍ତ ନୂତନ ଓ ପୂର୍ବ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ନିଯୁକ୍ତି ସହ ସରକାରୀକରଣ କରିବାକୁ ସମିତି ଦାବି ରଖିଛି। ସେହିପରି ଅବସର ବୟସସୀମା ୬୦ରୁ ୬୨ ବର୍ଷକୁ ବୃଦ୍ଧି, ଗ୍ରେଡ୍ ପେ’ରେ ଥିବା ଅସଙ୍ଗତି ଦୂର କରିବା, ନୂତନ ପେନସନ୍ ବ୍ୟବସ୍ଥା ପରିବର୍ତ୍ତେ ପୁରୁଣା ପେନସନ୍ ବ୍ୟବସ୍ଥା ଲାଗୁ କରିବା ଏବଂ ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତ ଶିକ୍ଷକମାନଙ୍କୁ ୬ଟି ନୋସନାଲ୍ ଇନ୍କ୍ରିମେଣ୍ଟ ସହ ଚାକିରିରେ ଚରିଷ୍ଠତା ପ୍ରଦାନ କରିବା ଭଳି ଦାବି ଉଠାଯାଇଛି। ଧାରଣା ଓ ପ୍ରତିବାଦ ପରେ ସମିତି ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀ ଏବଂ କଳାହାଣ୍ଡି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ଓଷ୍ଟା କଳାହାଣ୍ଡିର ସଭାପତି ସନ୍ତୋଷ କୁମାର ରଥ, ସମ୍ପାଦକ ପ୍ରଭାତ କୁମାର ରଥ, ଓଷ୍ଟାର ରାଜ୍ୟ ଉପସଭାପତି ମୃତ୍ୟୁଞ୍ଜୟ ବେହେରା, ଉପଦେଷ୍ଟା ଭବାନୀ ଶଙ୍କର ମିଶ୍ର ଓ ରବୀନ୍ଦ୍ର କୁମାର ମୁଣ୍ଡଙ୍କ ସମେତ ବିଭିନ୍ନ ବ୍ଲକର ସଭାପତି, ସମ୍ପାଦକ ଏବଂ ବହୁ ସଂଖ୍ୟକ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ତେବେ ଦୀର୍ଘଦିନ ଧରି ରହିଥିବା ଏହି ଦାବିଗୁଡ଼ିକ ଉପରେ ସରକାର କେବେ ନିଷ୍ପତ୍ତି ନେଉଛନ୍ତି ଏବଂ ଶିକ୍ଷକ-କର୍ମଚାରୀଙ୍କ ଦାବି କେତେ ଶୀଘ୍ର ପୂରଣ ହେଉଛି, ଏବେ ତାହା ଉପରେ ସମସ୍ତଙ୍କ ନଜର। କଳାହାଣ୍ଡି ଭବାନୀପାଟଣା ରୁ ରିତେଶ କୁମାର ମୁଣ୍ଡ, Slug _ଅନୁଦାନ ଓ ପେନସନ୍ ଦାବିରେ ଶିକ୍ଷକ-କର୍ମଚାରୀଙ୍କ ଧାରଣା; DEO କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ Anchor :- ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ଶିକ୍ଷାକର୍ମଚାରୀ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି, କଳାହାଣ୍ଡି ଜିଲ୍ଲା ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଆୟୋଜିତ ହୋଇଛି। ବିଭିନ୍ନ ଦାବି ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଶୀଘ୍ର ସମାଧାନ ପାଇଁ ଦାବି ରଖିଛନ୍ତି ଆନ୍ଦୋଳନକାରୀ। ଶିକ୍ଷକ-କର୍ମଚାରୀ ସମିତି ପକ୍ଷରୁ ଯୋଗ୍ୟ ବିବେଚିତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର ଅବସରପ୍ରାପ୍ତ ଓ ଅବସର ନେବାକୁ ଥିବା ଶିକ୍ଷକ-ଶିକ୍ଷାକର୍ମଚାରୀଙ୍କୁ ଚାକିରି ସର୍ତ୍ତାବଳୀ ଅନୁଯାୟୀ ପେନସନ୍ ପ୍ରଦାନ ପାଇଁ ଦାବି କରାଯାଇଛି। ଏଥିସହ ସମସ୍ତ ନୂତନ ଓ ପୂର୍ବ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ନିଯୁକ୍ତି ସହ ସରକାରୀକରଣ କରିବାକୁ ସମିତି ଦାବି ରଖିଛି। ସେହିପରି ଅବସର ବୟସସୀମା ୬୦ରୁ ୬୨ ବର୍ଷକୁ ବୃଦ୍ଧି, ଗ୍ରେଡ୍ ପେ’ରେ ଥିବା ଅସଙ୍ଗତି ଦୂର କରିବା, ନୂତନ ପେନସନ୍ ବ୍ୟବସ୍ଥା ପରିବର୍ତ୍ତେ ପୁରୁଣା ପେନସନ୍ ବ୍ୟବସ୍ଥା ଲାଗୁ କରିବା ଏବଂ ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତ ଶିକ୍ଷକମାନଙ୍କୁ ୬ଟି ନୋସନାଲ୍ ଇନ୍କ୍ରିମେଣ୍ଟ ସହ ଚାକିରିରେ ଚରିଷ୍ଠତା ପ୍ରଦାନ କରିବା ଭଳି ଦାବି ଉଠାଯାଇଛି। ଧାରଣା ଓ ପ୍ରତିବାଦ ପରେ ସମିତି ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀ ଏବଂ କଳାହାଣ୍ଡି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ଓଷ୍ଟା କଳାହାଣ୍ଡିର ସଭାପତି ସନ୍ତୋଷ କୁମାର ରଥ, ସମ୍ପାଦକ ପ୍ରଭାତ କୁମାର ରଥ, ଓଷ୍ଟାର ରାଜ୍ୟ ଉପସଭାପତି ମୃତ୍ୟୁଞ୍ଜୟ ବେହେରା, ଉପଦେଷ୍ଟା ଭବାନୀ ଶଙ୍କର ମିଶ୍ର ଓ ରବୀନ୍ଦ୍ର କୁମାର ମୁଣ୍ଡଙ୍କ ସମେତ ବିଭିନ୍ନ ବ୍ଲକର ସଭାପତି, ସମ୍ପାଦକ ଏବଂ ବହୁ ସଂଖ୍ୟକ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ତେବେ ଦୀର୍ଘଦିନ ଧରି ରହିଥିବା ଏହି ଦାବିଗୁଡ଼ିକ ଉପରେ ସରକାର କେବେ ନିଷ୍ପତ୍ତି ନେଉଛନ୍ତି ଏବଂ ଶିକ୍ଷକ-କର୍ମଚାରୀଙ୍କ ଦାବି କେତେ ଶୀଘ୍ର ପୂରଣ ହେଉଛି, ଏବେ ତାହା ଉପରେ ସମସ୍ତଙ୍କ ନଜର। କଳାହାଣ୍ଡି ଭବାନୀପାଟଣା ରୁ ରିତେଶ କୁମାର ମୁଣ୍ଡ,
Slug _ଅନୁଦାନ ଓ ପେନସନ୍ ଦାବିରେ ଶିକ୍ଷକ-କର୍ମଚାରୀଙ୍କ ଧାରଣା; DEO କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ Anchor :- ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ଶିକ୍ଷାକର୍ମଚାରୀ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି, କଳାହାଣ୍ଡି ଜିଲ୍ଲା ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଆୟୋଜିତ ହୋଇଛି। ବିଭିନ୍ନ ଦାବି ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଶୀଘ୍ର ସମାଧାନ ପାଇଁ ଦାବି ରଖିଛନ୍ତି ଆନ୍ଦୋଳନକାରୀ। ଶିକ୍ଷକ-କର୍ମଚାରୀ ସମିତି ପକ୍ଷରୁ ଯୋଗ୍ୟ ବିବେଚିତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର ଅବସରପ୍ରାପ୍ତ ଓ ଅବସର ନେବାକୁ ଥିବା ଶିକ୍ଷକ-ଶିକ୍ଷାକର୍ମଚାରୀଙ୍କୁ ଚାକିରି ସର୍ତ୍ତାବଳୀ ଅନୁଯାୟୀ ପେନସନ୍ ପ୍ରଦାନ ପାଇଁ ଦାବି କରାଯାଇଛି। ଏଥିସହ ସମସ୍ତ ନୂତନ ଓ ପୂର୍ବ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ନିଯୁକ୍ତି ସହ ସରକାରୀକରଣ କରିବାକୁ ସମିତି ଦାବି ରଖିଛି। ସେହିପରି ଅବସର ବୟସସୀମା ୬୦ରୁ ୬୨
ବର୍ଷକୁ ବୃଦ୍ଧି, ଗ୍ରେଡ୍ ପେ’ରେ ଥିବା ଅସଙ୍ଗତି ଦୂର କରିବା, ନୂତନ ପେନସନ୍ ବ୍ୟବସ୍ଥା ପରିବର୍ତ୍ତେ ପୁରୁଣା ପେନସନ୍ ବ୍ୟବସ୍ଥା ଲାଗୁ କରିବା ଏବଂ ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତ ଶିକ୍ଷକମାନଙ୍କୁ ୬ଟି ନୋସନାଲ୍ ଇନ୍କ୍ରିମେଣ୍ଟ ସହ ଚାକିରିରେ ଚରିଷ୍ଠତା ପ୍ରଦାନ କରିବା ଭଳି ଦାବି ଉଠାଯାଇଛି। ଧାରଣା ଓ ପ୍ରତିବାଦ ପରେ ସମିତି ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀ ଏବଂ କଳାହାଣ୍ଡି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ଓଷ୍ଟା କଳାହାଣ୍ଡିର ସଭାପତି ସନ୍ତୋଷ କୁମାର ରଥ, ସମ୍ପାଦକ ପ୍ରଭାତ କୁମାର ରଥ, ଓଷ୍ଟାର ରାଜ୍ୟ ଉପସଭାପତି ମୃତ୍ୟୁଞ୍ଜୟ ବେହେରା, ଉପଦେଷ୍ଟା ଭବାନୀ ଶଙ୍କର ମିଶ୍ର ଓ ରବୀନ୍ଦ୍ର କୁମାର ମୁଣ୍ଡଙ୍କ ସମେତ ବିଭିନ୍ନ ବ୍ଲକର ସଭାପତି, ସମ୍ପାଦକ ଏବଂ ବହୁ ସଂଖ୍ୟକ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ତେବେ ଦୀର୍ଘଦିନ ଧରି ରହିଥିବା ଏହି ଦାବିଗୁଡ଼ିକ ଉପରେ ସରକାର କେବେ ନିଷ୍ପତ୍ତି ନେଉଛନ୍ତି ଏବଂ ଶିକ୍ଷକ-କର୍ମଚାରୀଙ୍କ ଦାବି କେତେ ଶୀଘ୍ର ପୂରଣ ହେଉଛି, ଏବେ ତାହା ଉପରେ ସମସ୍ତଙ୍କ ନଜର। କଳାହାଣ୍ଡି ଭବାନୀପାଟଣା ରୁ ରିତେଶ କୁମାର
ମୁଣ୍ଡ, Slug _ଅନୁଦାନ ଓ ପେନସନ୍ ଦାବିରେ ଶିକ୍ଷକ-କର୍ମଚାରୀଙ୍କ ଧାରଣା; DEO କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ Anchor :- ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ଶିକ୍ଷାକର୍ମଚାରୀ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି, କଳାହାଣ୍ଡି ଜିଲ୍ଲା ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଆୟୋଜିତ ହୋଇଛି। ବିଭିନ୍ନ ଦାବି ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଶୀଘ୍ର ସମାଧାନ ପାଇଁ ଦାବି ରଖିଛନ୍ତି ଆନ୍ଦୋଳନକାରୀ। ଶିକ୍ଷକ-କର୍ମଚାରୀ ସମିତି ପକ୍ଷରୁ ଯୋଗ୍ୟ ବିବେଚିତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର ଅବସରପ୍ରାପ୍ତ ଓ ଅବସର ନେବାକୁ ଥିବା ଶିକ୍ଷକ-ଶିକ୍ଷାକର୍ମଚାରୀଙ୍କୁ ଚାକିରି ସର୍ତ୍ତାବଳୀ ଅନୁଯାୟୀ ପେନସନ୍ ପ୍ରଦାନ ପାଇଁ ଦାବି କରାଯାଇଛି। ଏଥିସହ ସମସ୍ତ ନୂତନ ଓ ପୂର୍ବ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ନିଯୁକ୍ତି ସହ ସରକାରୀକରଣ କରିବାକୁ ସମିତି ଦାବି ରଖିଛି। ସେହିପରି ଅବସର ବୟସସୀମା ୬୦ରୁ ୬୨ ବର୍ଷକୁ
ବୃଦ୍ଧି, ଗ୍ରେଡ୍ ପେ’ରେ ଥିବା ଅସଙ୍ଗତି ଦୂର କରିବା, ନୂତନ ପେନସନ୍ ବ୍ୟବସ୍ଥା ପରିବର୍ତ୍ତେ ପୁରୁଣା ପେନସନ୍ ବ୍ୟବସ୍ଥା ଲାଗୁ କରିବା ଏବଂ ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତ ଶିକ୍ଷକମାନଙ୍କୁ ୬ଟି ନୋସନାଲ୍ ଇନ୍କ୍ରିମେଣ୍ଟ ସହ ଚାକିରିରେ ଚରିଷ୍ଠତା ପ୍ରଦାନ କରିବା ଭଳି ଦାବି ଉଠାଯାଇଛି। ଧାରଣା ଓ ପ୍ରତିବାଦ ପରେ ସମିତି ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀ ଏବଂ କଳାହାଣ୍ଡି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ଓଷ୍ଟା କଳାହାଣ୍ଡିର ସଭାପତି ସନ୍ତୋଷ କୁମାର ରଥ, ସମ୍ପାଦକ ପ୍ରଭାତ କୁମାର ରଥ, ଓଷ୍ଟାର ରାଜ୍ୟ ଉପସଭାପତି ମୃତ୍ୟୁଞ୍ଜୟ ବେହେରା, ଉପଦେଷ୍ଟା ଭବାନୀ ଶଙ୍କର ମିଶ୍ର ଓ ରବୀନ୍ଦ୍ର କୁମାର ମୁଣ୍ଡଙ୍କ ସମେତ ବିଭିନ୍ନ ବ୍ଲକର ସଭାପତି, ସମ୍ପାଦକ ଏବଂ ବହୁ ସଂଖ୍ୟକ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ତେବେ ଦୀର୍ଘଦିନ ଧରି ରହିଥିବା ଏହି ଦାବିଗୁଡ଼ିକ ଉପରେ ସରକାର କେବେ ନିଷ୍ପତ୍ତି ନେଉଛନ୍ତି ଏବଂ ଶିକ୍ଷକ-କର୍ମଚାରୀଙ୍କ ଦାବି କେତେ ଶୀଘ୍ର ପୂରଣ ହେଉଛି, ଏବେ ତାହା ଉପରେ ସମସ୍ତଙ୍କ ନଜର। କଳାହାଣ୍ଡି ଭବାନୀପାଟଣା ରୁ ରିତେଶ କୁମାର ମୁଣ୍ଡ,
- Slug _ଅନୁଦାନ ଓ ପେନସନ୍ ଦାବିରେ ଶିକ୍ଷକ-କର୍ମଚାରୀଙ୍କ ଧାରଣା; DEO କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ Anchor :- ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ଶିକ୍ଷାକର୍ମଚାରୀ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି, କଳାହାଣ୍ଡି ଜିଲ୍ଲା ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଆୟୋଜିତ ହୋଇଛି। ବିଭିନ୍ନ ଦାବି ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଶୀଘ୍ର ସମାଧାନ ପାଇଁ ଦାବି ରଖିଛନ୍ତି ଆନ୍ଦୋଳନକାରୀ। ଶିକ୍ଷକ-କର୍ମଚାରୀ ସମିତି ପକ୍ଷରୁ ଯୋଗ୍ୟ ବିବେଚିତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର ଅବସରପ୍ରାପ୍ତ ଓ ଅବସର ନେବାକୁ ଥିବା ଶିକ୍ଷକ-ଶିକ୍ଷାକର୍ମଚାରୀଙ୍କୁ ଚାକିରି ସର୍ତ୍ତାବଳୀ ଅନୁଯାୟୀ ପେନସନ୍ ପ୍ରଦାନ ପାଇଁ ଦାବି କରାଯାଇଛି। ଏଥିସହ ସମସ୍ତ ନୂତନ ଓ ପୂର୍ବ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ନିଯୁକ୍ତି ସହ ସରକାରୀକରଣ କରିବାକୁ ସମିତି ଦାବି ରଖିଛି। ସେହିପରି ଅବସର ବୟସସୀମା ୬୦ରୁ ୬୨ ବର୍ଷକୁ ବୃଦ୍ଧି, ଗ୍ରେଡ୍ ପେ’ରେ ଥିବା ଅସଙ୍ଗତି ଦୂର କରିବା, ନୂତନ ପେନସନ୍ ବ୍ୟବସ୍ଥା ପରିବର୍ତ୍ତେ ପୁରୁଣା ପେନସନ୍ ବ୍ୟବସ୍ଥା ଲାଗୁ କରିବା ଏବଂ ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତ ଶିକ୍ଷକମାନଙ୍କୁ ୬ଟି ନୋସନାଲ୍ ଇନ୍କ୍ରିମେଣ୍ଟ ସହ ଚାକିରିରେ ଚରିଷ୍ଠତା ପ୍ରଦାନ କରିବା ଭଳି ଦାବି ଉଠାଯାଇଛି। ଧାରଣା ଓ ପ୍ରତିବାଦ ପରେ ସମିତି ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀ ଏବଂ କଳାହାଣ୍ଡି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ଓଷ୍ଟା କଳାହାଣ୍ଡିର ସଭାପତି ସନ୍ତୋଷ କୁମାର ରଥ, ସମ୍ପାଦକ ପ୍ରଭାତ କୁମାର ରଥ, ଓଷ୍ଟାର ରାଜ୍ୟ ଉପସଭାପତି ମୃତ୍ୟୁଞ୍ଜୟ ବେହେରା, ଉପଦେଷ୍ଟା ଭବାନୀ ଶଙ୍କର ମିଶ୍ର ଓ ରବୀନ୍ଦ୍ର କୁମାର ମୁଣ୍ଡଙ୍କ ସମେତ ବିଭିନ୍ନ ବ୍ଲକର ସଭାପତି, ସମ୍ପାଦକ ଏବଂ ବହୁ ସଂଖ୍ୟକ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ତେବେ ଦୀର୍ଘଦିନ ଧରି ରହିଥିବା ଏହି ଦାବିଗୁଡ଼ିକ ଉପରେ ସରକାର କେବେ ନିଷ୍ପତ୍ତି ନେଉଛନ୍ତି ଏବଂ ଶିକ୍ଷକ-କର୍ମଚାରୀଙ୍କ ଦାବି କେତେ ଶୀଘ୍ର ପୂରଣ ହେଉଛି, ଏବେ ତାହା ଉପରେ ସମସ୍ତଙ୍କ ନଜର। କଳାହାଣ୍ଡି ଭବାନୀପାଟଣା ରୁ ରିତେଶ କୁମାର ମୁଣ୍ଡ, Slug _ଅନୁଦାନ ଓ ପେନସନ୍ ଦାବିରେ ଶିକ୍ଷକ-କର୍ମଚାରୀଙ୍କ ଧାରଣା; DEO କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ Anchor :- ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ଶିକ୍ଷାକର୍ମଚାରୀ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି, କଳାହାଣ୍ଡି ଜିଲ୍ଲା ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା ଆୟୋଜିତ ହୋଇଛି। ବିଭିନ୍ନ ଦାବି ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଶୀଘ୍ର ସମାଧାନ ପାଇଁ ଦାବି ରଖିଛନ୍ତି ଆନ୍ଦୋଳନକାରୀ। ଶିକ୍ଷକ-କର୍ମଚାରୀ ସମିତି ପକ୍ଷରୁ ଯୋଗ୍ୟ ବିବେଚିତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର ଅବସରପ୍ରାପ୍ତ ଓ ଅବସର ନେବାକୁ ଥିବା ଶିକ୍ଷକ-ଶିକ୍ଷାକର୍ମଚାରୀଙ୍କୁ ଚାକିରି ସର୍ତ୍ତାବଳୀ ଅନୁଯାୟୀ ପେନସନ୍ ପ୍ରଦାନ ପାଇଁ ଦାବି କରାଯାଇଛି। ଏଥିସହ ସମସ୍ତ ନୂତନ ଓ ପୂର୍ବ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ନିଯୁକ୍ତି ସହ ସରକାରୀକରଣ କରିବାକୁ ସମିତି ଦାବି ରଖିଛି। ସେହିପରି ଅବସର ବୟସସୀମା ୬୦ରୁ ୬୨ ବର୍ଷକୁ ବୃଦ୍ଧି, ଗ୍ରେଡ୍ ପେ’ରେ ଥିବା ଅସଙ୍ଗତି ଦୂର କରିବା, ନୂତନ ପେନସନ୍ ବ୍ୟବସ୍ଥା ପରିବର୍ତ୍ତେ ପୁରୁଣା ପେନସନ୍ ବ୍ୟବସ୍ଥା ଲାଗୁ କରିବା ଏବଂ ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତ ଶିକ୍ଷକମାନଙ୍କୁ ୬ଟି ନୋସନାଲ୍ ଇନ୍କ୍ରିମେଣ୍ଟ ସହ ଚାକିରିରେ ଚରିଷ୍ଠତା ପ୍ରଦାନ କରିବା ଭଳି ଦାବି ଉଠାଯାଇଛି। ଧାରଣା ଓ ପ୍ରତିବାଦ ପରେ ସମିତି ପକ୍ଷରୁ ଜିଲ୍ଲା ଶିକ୍ଷାଧିକାରୀ ଏବଂ କଳାହାଣ୍ଡି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ଓଷ୍ଟା କଳାହାଣ୍ଡିର ସଭାପତି ସନ୍ତୋଷ କୁମାର ରଥ, ସମ୍ପାଦକ ପ୍ରଭାତ କୁମାର ରଥ, ଓଷ୍ଟାର ରାଜ୍ୟ ଉପସଭାପତି ମୃତ୍ୟୁଞ୍ଜୟ ବେହେରା, ଉପଦେଷ୍ଟା ଭବାନୀ ଶଙ୍କର ମିଶ୍ର ଓ ରବୀନ୍ଦ୍ର କୁମାର ମୁଣ୍ଡଙ୍କ ସମେତ ବିଭିନ୍ନ ବ୍ଲକର ସଭାପତି, ସମ୍ପାଦକ ଏବଂ ବହୁ ସଂଖ୍ୟକ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ତେବେ ଦୀର୍ଘଦିନ ଧରି ରହିଥିବା ଏହି ଦାବିଗୁଡ଼ିକ ଉପରେ ସରକାର କେବେ ନିଷ୍ପତ୍ତି ନେଉଛନ୍ତି ଏବଂ ଶିକ୍ଷକ-କର୍ମଚାରୀଙ୍କ ଦାବି କେତେ ଶୀଘ୍ର ପୂରଣ ହେଉଛି, ଏବେ ତାହା ଉପରେ ସମସ୍ତଙ୍କ ନଜର। କଳାହାଣ୍ଡି ଭବାନୀପାଟଣା ରୁ ରିତେଶ କୁମାର ମୁଣ୍ଡ,4
- ଖଡ଼ିଆଳ ଥାନା ପରିସରରେ ମେଗା ରକ୍ତଦାନ ଶିବିର ଆୟୋଜିତ,୬୦ ୟୁନିଟ ରକ୍ତ ସଂଗ୍ରହ ଖଡ଼ିଆଳ ଥାନା ପରିସରରେ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବରେ ନୂଆପଡ଼ା ଆରକ୍ଷୀ ଅଧିକ୍ଷକ ଅମ୍ରିତ ପାଲ ସିଂହ ଯୋଗଦେଇ ଶୁଭ ଉଦଘାଟନ କରିଥିଲେ। ଏହି ଅବସରରେ ୬୦ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା।1
- ସମାଧାନ ହେଲା କୋଷାଗୁମୁଡା ଓଡିଶା - ଛତିଶଗଡ ସିମା ବିବାଦ!ସ୍ଥାନୀୟ ପ୍ରଶାସନ ଙ୍କୁ ଧନ୍ୟବାଦ ଜଣାଇଲେ ସରପଞ୍ଚ ଏବଂ ସୀମାବର୍ତ୍ତୀ ଅଞ୍ଚଳବାସୀ ସମାଧାନ ହେଲା କୋଷାଗୁମୁଡା ଓଡିଶା - ଛତିଶଗଡ ସିମା ବିବାଦ!ସ୍ଥାନୀୟ ପ୍ରଶାସନ ଙ୍କୁ ଧନ୍ୟବାଦ ଜଣାଇଲେ ସରପଞ୍ଚ ଏବଂ ସୀମାବର୍ତ୍ତୀ ଅଞ୍ଚଳବାସୀ1
- ମୁଖ୍ୟ 7ଟା ନିୟମ* 1. *ସମୟ:* ସକାଳ 7ଟା ରୁ ରାତି 7ଟା ଭିତରେ ହିଁ କଲ୍/ଭିଜିଟ୍ 2. *ଭାଷା:* ସମ୍ମାନଜନକ ଭାଷା। ଗାଳି, ଧମକ ବିଲକୁଲ୍ ନାହିଁ 3. *ଗୋପନୀୟତା:* ଋଣ ବିଷୟରେ ପରିବାର, ବନ୍ଧୁ, ପଡ଼ୋଶୀଙ୍କୁ କହିପାରିବେ ନାହିଁ 4. *ପରିଚୟ:* ଏଜେଣ୍ଟ ନିଜର ନାମ, କମ୍ପାନୀ ନାମ କହିବା ବାଧ୍ୟତାମୂଳକ 5. *ଡକ୍ୟୁମେଣ୍ଟ:* ଋଣ ନେବା ବେଳେ ଦିଆଯାଇଥିବା ଠିକଣାରେ ହିଁ ଯିବେ 6. *ଅଭିଯୋଗ:* ପ୍ରତି NBFC ରେ Grievance Redressal Officer ର ନାମ ଏବଂ ନମ୍ବର ଥିବା ଦରକାର 7. *ଜୋର ଜବରଦସ୍ତି:* ସମ୍ପତି ଜବତ କରିବା ପୂର୍ବରୁ ଲିଖିତ ନୋଟିସ୍ ଦେବାକୁ ପଡ଼ିବ *RBI ଗାଇଡଲାଇନ୍ - ଡିଟେଲ୍* *Circular Name:* RBI/2022-23/66 - Guidelines on Digital Lending & Fair Practices Code *Date:* 02.09.2022 ଏବଂ ପରେ Update ହୋଇଛି *ମୁଖ୍ୟ 7ଟା ନିୟମ* 1. *ସମୟ:* ସକାଳ 7ଟା ରୁ ରାତି 7ଟା ଭିତରେ ହିଁ କଲ୍/ଭିଜିଟ୍ 2. *ଭାଷା:* ସମ୍ମାନଜନକ ଭାଷା। ଗାଳି, ଧମକ ବିଲକୁଲ୍ ନାହିଁ 3. *ଗୋପନୀୟତା:* ଋଣ ବିଷୟରେ ପରିବାର, ବନ୍ଧୁ, ପଡ଼ୋଶୀଙ୍କୁ କହିପାରିବେ ନାହିଁ 4. *ପରିଚୟ:* ଏଜେଣ୍ଟ ନିଜର ନାମ, କମ୍ପାନୀ ନାମ କହିବା ବାଧ୍ୟତାମୂଳକ 5. *ଡକ୍ୟୁମେଣ୍ଟ:* ଋଣ ନେବା ବେଳେ ଦିଆଯାଇଥିବା ଠିକଣାରେ ହିଁ ଯିବେ 6. *ଅଭିଯୋଗ:* ପ୍ରତି NBFC ରେ Grievance Redressal Officer ର ନାମ ଏବଂ ନମ୍ବର ଥିବା ଦରକାର 7. *ଜୋର ଜବରଦସ୍ତି:* ସମ୍ପତି ଜବତ କରିବା ପୂର୍ବରୁ ଲିଖିତ ନୋଟିସ୍ ଦେବାକୁ ପଡ଼ିବ1
- ଝରଣା ପାଣିରେ ଚାଲୁଛି ଜୀବନ; ବିକାଶକୁ ଚାହିଁ ବସିଛି ଛେପଢ଼ିପାରା ଗ୍ରାମବାସୀ ଝରଣା ପାଣିରେ ଚାଲୁଛି ଜୀବନ; ବିକାଶକୁ ଚାହିଁ ବସିଛି ଛେପଢ଼ିପାରା ଗ୍ରାମବାସୀ1
- ଚାକିରି ଦେବା ନାଁରେ ଠକେଇ,ଭୁବନେଶ୍ୱରରୁ ଜଣେ ଗିରଫ,୩ଟି ମୋବାଇଲ ଓ ପାମ୍ପଲେଟ ଜବତ @National24_News1
- କଲମପୁରରେ ଅଭାବନୀୟ ଘଟଣା, ବାପାଙ୍କ ଆକ୍ରମଣରେ ପୁଅର ମୃତ୍ୟୁ, ଅଭିଯୁକ୍ତ ଅଟକ କଳାହାଣ୍ଡି ଜିଲ୍ଲାର କଲମପୁର ଥାନା ଅନ୍ତର୍ଗତ ନୂଆଗୁଡା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ବିବାଦକୁ କେନ୍ଦ୍ର କରି ବାପାଙ୍କ ଆକ୍ରମଣରେ ପୁଅର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଆଲୋକ ରଞ୍ଜନ ଗହିର (୨୦)।ତାଙ୍କ ବାପା ମାନସିଂ ଗହିର (୫୫) ପୁଅଙ୍କୁ ଟଙ୍କା ମାଗିଥିଲେ। ଟଙ୍କା ନଦେବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ରାଗରେ କାଠ ଫାଳିଆରେ ଆଲୋକଙ୍କ ମୁଣ୍ଡକୁ ଆଘାତ କରିଥିବା ଅଭିଯୋଗ ରହିଛି। ଗୁରୁତରଙ୍କୁ ପରିବାର ଲୋକେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ପରେ ହସ୍ପିଟାଲ ପକ୍ଷରୁ କଲମପୁର ପୁଲିସକୁ ସୂଚନା ଦିଆଯାଇଥିଲା।ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ବାପା ମାନସିଂ ଗହିରଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।4