ଖୋର୍ଦ୍ଧା ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶକ୍ରମେ ଉପ ଅବକାରୀ ଅଧିକ୍ଷକ ରାଧାକାନ୍ତ ଭୋଇ ଏବଂ ଟାଙ୍ଗୀ ଅବକାରୀ ନିରୀକ୍ଷକ ଅଜିତ କୁମାର ପାତ୍ରଙ୍କ ତତ୍ତ୍ଵାବଧାନରେ ଟାଙ୍ଗୀ ଅବକାରୀ ଅଧିକାରୀ ରମେଶ ଚନ୍ଦ୍ର ବାରିକଙ୍କ ପରିଚାଳନାରେ ଜଙ୍କିଆ ଥାନା ଅନ୍ତର୍ଗତ ଛଣଗିରି ଠାରେ ଚୋରା ଗଞ୍ଜେଇ ଚାଲାଣ କରୁଥିବା ଏକ କାରକୁ କାବୁ କରାଯାଇଛି। ଜିଲ୍ଲା ଅବକାରୀ ବିଭାଗକୁ ମିଳିଥିବା ସୂଚନା ମୁତାବକ, ଓଡି ୦୨ ସି ଡବ୍ଲୁ ୬୫୩୧ ନମ୍ବର ବିଶିଷ୍ଟ ଏକ ଧଳା ରଙ୍ଗର ଡିଜାର କାରରେ ଗଞ୍ଜେଇ ଚାଲାଣ ହେଉଥିଲା। ଆଜି ମଧ୍ୟାହ୍ନ ୧୨ ଘଟିକା ସମୟରେ ଛଣଗିରି ଦୋଳପଡ଼ିଆ ଠାରେ ଅବକାରୀ ବିଭାଗର ଟିମ୍ ଉକ୍ତ କାରକୁ କାବୁ କରି ୩ଟି ଜରି ବସ୍ତାରୁ ୮୦ କିଲୋଗ୍ରାମ ଓଜନର ଗଞ୍ଜେଇ ଜବତ କରିଥିଲା, ଯାହାର ଆନୁମାନିକ ମୂଲ୍ୟ ୬ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଏହି ଗଞ୍ଜେଇ ଫୁଲବାଣୀରୁ ଭୁବନେଶ୍ୱର ଅଭିମୁଖେ ଚାଲାଣ ହେଉଥିଲା। ଏହି ଘଟଣାରେ ଫୁଲବାଣୀର ଶୁଣ୍ଢୀ ସାହିର ଅମିତ କୁମାର ସାହୁକୁ ଗିରଫ କରାଯାଇ ଟାଙ୍ଗୀ ଅବକାରୀ ଥାନାରେ ୫୬/୨୬-୨୭ ନମ୍ବରରେ ଏକ ମାମଲା ରୁଜୁ କରାଯାଇଛି ଏବଂ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି। ଏହି ଚଢ଼ାଉରେ ଖୋର୍ଦ୍ଧା ସଦର ଓଆଇସି ସୁଜିତ କୁମାର ମୁଦୁଲି, ଏଏସଆଇ ଶମ୍ବୁନାଥ ପ୍ରଧାନ, ଜିତେନ୍ଦ୍ର ବେହେରା, ଇସି ଟିଟୁ ସାହୁ, ଅନିଲ କୁମାର ପ୍ରଧାନ, ମନୋଜ କୁମାର ଜୟସିଂହ ଏବଂ ପ୍ରଣବ କୁମାର ବେହେରା ପ୍ରମୁଖ ସାମିଲ ଥିଲେ।

- ଖୋର୍ଦ୍ଧା ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶକ୍ରମେ ଉପ ଅବକାରୀ ଅଧିକ୍ଷକ ରାଧାକାନ୍ତ ଭୋଇ ଏବଂ ଟାଙ୍ଗୀ ଅବକାରୀ ନିରୀକ୍ଷକ ଅଜିତ କୁମାର ପାତ୍ରଙ୍କ ତତ୍ତ୍ଵାବଧାନରେ ଟାଙ୍ଗୀ ଅବକାରୀ ଅଧିକାରୀ ରମେଶ ଚନ୍ଦ୍ର ବାରିକଙ୍କ ପରିଚାଳନାରେ ଜଙ୍କିଆ ଥାନା ଅନ୍ତର୍ଗତ ଛଣଗିରି ଠାରେ ଚୋରା ଗଞ୍ଜେଇ ଚାଲାଣ କରୁଥିବା ଏକ କାରକୁ କାବୁ କରାଯାଇଛି। ଜିଲ୍ଲା ଅବକାରୀ ବିଭାଗକୁ ମିଳିଥିବା ସୂଚନା ମୁତାବକ, ଓଡି ୦୨ ସି ଡବ୍ଲୁ ୬୫୩୧ ନମ୍ବର ବିଶିଷ୍ଟ ଏକ ଧଳା ରଙ୍ଗର ଡିଜାର କାରରେ ଗଞ୍ଜେଇ ଚାଲାଣ ହେଉଥିଲା। ଆଜି ମଧ୍ୟାହ୍ନ ୧୨ ଘଟିକା ସମୟରେ ଛଣଗିରି ଦୋଳପଡ଼ିଆ ଠାରେ ଅବକାରୀ ବିଭାଗର ଟିମ୍ ଉକ୍ତ କାରକୁ କାବୁ କରି ୩ଟି ଜରି ବସ୍ତାରୁ ୮୦ କିଲୋଗ୍ରାମ ଓଜନର ଗଞ୍ଜେଇ ଜବତ କରିଥିଲା, ଯାହାର ଆନୁମାନିକ ମୂଲ୍ୟ ୬ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଏହି ଗଞ୍ଜେଇ ଫୁଲବାଣୀରୁ ଭୁବନେଶ୍ୱର ଅଭିମୁଖେ ଚାଲାଣ ହେଉଥିଲା। ଏହି ଘଟଣାରେ ଫୁଲବାଣୀର ଶୁଣ୍ଢୀ ସାହିର ଅମିତ କୁମାର ସାହୁକୁ ଗିରଫ କରାଯାଇ ଟାଙ୍ଗୀ ଅବକାରୀ ଥାନାରେ ୫୬/୨୬-୨୭ ନମ୍ବରରେ ଏକ ମାମଲା ରୁଜୁ କରାଯାଇଛି ଏବଂ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି। ଏହି ଚଢ଼ାଉରେ ଖୋର୍ଦ୍ଧା ସଦର ଓଆଇସି ସୁଜିତ କୁମାର ମୁଦୁଲି, ଏଏସଆଇ ଶମ୍ବୁନାଥ ପ୍ରଧାନ, ଜିତେନ୍ଦ୍ର ବେହେରା, ଇସି ଟିଟୁ ସାହୁ, ଅନିଲ କୁମାର ପ୍ରଧାନ, ମନୋଜ କୁମାର ଜୟସିଂହ ଏବଂ ପ୍ରଣବ କୁମାର ବେହେରା ପ୍ରମୁଖ ସାମିଲ ଥିଲେ।1
- କଂଗ୍ରେସ ନେତା ମନୋଜ କୁମାର ସାହୁ ନୟାଗଡ଼ର ବିଭିନ୍ନ ସମସ୍ୟାକୁ ନେଇ ପ୍ରଶ୍ନ ଉଠାଇଛନ୍ତି।1
- ପୁରୀର କୁମ୍ଭାରପଡ଼ା ସ୍ଥିତ ଜାଇଗଡ ଜାଗା ପରିସରରେ ନୀଳାଦ୍ରି କଲ୍ଚରାଲ ଏକାଡେମୀ ପକ୍ଷରୁ ଆୟୋଜିତ ୨୪ତମ ରଜ ମହୋତ୍ସବର ତୃତୀୟ ସନ୍ଧ୍ୟା ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ସମାପ୍ତ ହୋଇଛି। କାର୍ଯ୍ୟକ୍ରମର ଶୁଭାରମ୍ଭରେ ପୂର୍ବତନ ନଗରପାଳ ସବ୍ୟସାଚୀ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରିଥିଲେ। ଏହି ଅବସରରେ ଜମ୍ବେଶ୍ୱର ମହାନ୍ତି, ଶିବ ଜେନା, ବସନ୍ତ ପ୍ରଧାନ, ରାଧେଶ୍ୟାମ ସାହୁ, ନମିତା ମଞ୍ଜରୀ ଶତପଥୀ, ଅମୀୟ କୁମାର ମହାପାତ୍ର, ଲକ୍ଷ୍ମୀପ୍ରିୟା ଦେ, ଜାଇଗଡ ଜାଗା ସଭାପତି ହରିହର ପାଢ଼ୀ, ଏକାଡେମୀର ସଭାପତି ପ୍ରଦ୍ୟୁମ୍ନ କୁମାର ମିଶ୍ର ଏବଂ ସମ୍ପାଦକ ପ୍ରମୋଦ କୁମାର ଜେନା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଅତିଥିମାନେ ସେମାନଙ୍କ ବକ୍ତବ୍ୟରେ ପରମ୍ପରା ଓ ସଂସ୍କୃତିକୁ ବଞ୍ଚାଇ ରଖିବାକୁ ସମସ୍ତଙ୍କ କର୍ତ୍ତବ୍ୟ ବୋଲି କହିବା ସହ ଛୋଟ ପିଲାମାନଙ୍କୁ ନେଇ ଏଭଳି ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନକୁ ପ୍ରଶଂସା କରିଥିଲେ। ସଭା ପରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହାପରେ ନୀଳାଦ୍ରି ୟୁଥ୍ କଲ୍ଚରାଲ ଏକାଡେମୀ, ସରସ୍ୱତୀ କଲ୍ଚରାଲ ଏକାଡେମୀ, ମହାବୀର ଡ୍ୟାନ୍ସ ଗ୍ରୁପ୍ ଏବଂ ମନୀଷା କଳା ନିକେତନର କଳାକାରମାନଙ୍କ ଦ୍ୱାରା ଅନେକ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଉତ୍ସବର ମୁଖ୍ୟ ଆକର୍ଷଣ ଥିଲା ପ୍ରମୋଦ କୁମାର ଜେନା (ନାଲିଆ)ଙ୍କ ଲିଖିତ ଓ ନିର୍ଦ୍ଦେଶିତ ନାଟକ "ସିନ୍ଦୂର ସାଜିଲା ସଉତୁଣୀ"। ଏହି ନାଟକରେ ବିଜୟ ନୃସିଂହ ଦାସ ସହ-ନିର୍ଦ୍ଦେଶନା ଦେଇଥିବା ବେଳେ ପୂପୁ ସ୍ୱାଇଁ ସଙ୍ଗୀତ ସଂଯୋଜନା କରିଥିଲେ। ନାଟକର ମନଛୁଆଁ ଅଭିନୟରେ ଦର୍ଶକମାନେ ଏତେ ବିମୋହିତ ହୋଇଥିଲେ ଯେ ସେମାନେ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ମଞ୍ଚ ନିକଟରେ ବସି ରହିଥିଲେ।4
- ଦୁଃଖରେ ଥିବା ଭକ୍ତ ହେଉ ଅବା ସୁଖରେ ଥିବା ଭକ୍ତ, ସମସ୍ତେ ମହାପ୍ରଭୁ ଜଗନ୍ନାଥଙ୍କୁ ସ୍ମରଣ କରନ୍ତି। ଦୁଃଖୀ ଭକ୍ତ ପ୍ରଭୁଙ୍କୁ 'ରଖ କଳା ଶ୍ରୀମୁଖ' ବୋଲି ପ୍ରାର୍ଥନା କରୁଥିବାବେଳେ, ସୁଖରେ ଥିବା ଭକ୍ତ ମଧ୍ୟ 'ରଖ ରଖ' ବୋଲି ଡାକିଥାଏ। ଏହିପରି ଭାବରେ, ସୁଖ ଏବଂ ଦୁଃଖ ଉଭୟ ଅବସ୍ଥାରେ ଜୟ ଜଗନ୍ନାଥଙ୍କ ନାମ ଉଚ୍ଚାରିତ ହୋଇଥାଏ।1
- ରଜ ଉତ୍ସବ ସମୟରେ ଓଡ଼ିଶାର ବିଭିନ୍ନ ସ୍ଥାନରୁ ତିନୋଟି ଦୁଷ୍କର୍ମ ମାମଲା ସାମ୍ନାକୁ ଆସିଛି, ଯେଉଁଥିରେ ପୋଲିସ ତଦନ୍ତ ଜାରି ରଖିଛି। ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାରେ ଜାତୀୟ ମାନବାଧିକାର କମିଶନ (NHRC) ଜଣେ ମହିଳାଙ୍କ ଶେଷକୃତ୍ୟ ପାଇଁ ସହାୟତା ମନା ଏବଂ ସାମାଜିକ ବହିଷ୍କାର ମାମଲାକୁ ନେଇ ଓଡ଼ିଶା ସରକାରଙ୍କ ଠାରୁ ରିପୋର୍ଟ ତଲବ କରିଛି। ସୁରକ୍ଷା ବାହିନୀ ପାଇଁ ମାଲକାନଗିରିରେ ଏକ ବଡ଼ ସଫଳତା ମିଳିଛି, ଯେଉଁଠାରେ ମାଓ ମୁକ୍ତ ଅଞ୍ଚଳରେ ଏକ ଅସ୍ତ୍ର ଭଣ୍ଡାର ଠାବ କରାଯାଇଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (DRDO) ଓଡ଼ିଶାରୁ ଏକ ଲଙ୍ଗ୍ ରେଞ୍ଜ୍ ଭୂମିରୁ ଭୂମିକୁ ଆକ୍ରମଣ କ୍ରୁଜ୍ ମିସାଇଲର ସଫଳ ପରୀକ୍ଷଣ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜୁନ୍ 20 ତାରିଖରେ ହେବାକୁ ଥିବା ଓଡ଼ିଶା ଗସ୍ତ କାର୍ଯ୍ୟସୂଚୀ ଚୂଡ଼ାନ୍ତ ହୋଇଛି। ଏଥିସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ 1100 ତୀର୍ଥଯାତ୍ରୀଙ୍କୁ ନେଇ ସୋମନାଥ ସ୍ୱାଭିମାନ ଯାତ୍ରା ପାଇଁ ଏକ ସ୍ୱତନ୍ତ୍ର ତୀର୍ଥଯାତ୍ରା ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ମୌସୁମୀ ଦୁଇ ଦିନର ବିରତି ପରେ ରାଜ୍ୟର ଆଉ କିଛି ଜିଲ୍ଲାକୁ ଆଗକୁ ବଢ଼ିଛି ଏବଂ ଆଜି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଶିକ୍ଷା କ୍ଷେତ୍ରରେ ରଜ ପର୍ବ ପରେ ଜୁନ୍ 18 ତାରିଖରୁ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟ ଖୋଲିବ ଏବଂ ଗ୍ରୀଷ୍ମ ଛୁଟି ବୃଦ୍ଧି କରାଯିବ ନାହିଁ। ରାଇରଙ୍ଗପୁର ମାମଲାରେ ଜଣେ 13 ବର୍ଷୀୟ ବାଳିକାଙ୍କୁ ଅପହରଣ ଏବଂ ଯୌନ ନିର୍ଯାତନା ଅଭିଯୋଗରେ ତାଙ୍କ ପୁରୁଷ ବନ୍ଧୁଙ୍କ ସମେତ ତିନି ଜଣଙ୍କୁ ଅଟକ ରଖାଯାଇଛି। ଉଚ୍ଚଶିକ୍ଷା ବିଭାଗ SAMS UG ପଞ୍ଜୀକରଣ ପାଇଁ ଆଜି ଜୁନ୍ 16 ରାତି 11:45 ପର୍ଯ୍ୟନ୍ତ ସମୟସୀମା ବୃଦ୍ଧି କରିଛି। ସର୍ବୋଚ୍ଚ ନ୍ୟାୟାଳୟ ପୂର୍ବତନ ସାଂସଦ ଅନୁଭବ ମହାନ୍ତିଙ୍କ ଆବେଦନ ଉପରେ ଜବାବ ତଲବ କରିଛି।1
- ବିଭିର୍ନ୍ କଳାକାରମାନଙ୍କୁ ସମ୍ମାନିତ କରାଯାଇଛି। ଏହି ଅବସରରେ ଧାରାବାହିକ ଅଭିନେତ୍ରୀ ସନ୍ଧ୍ୟା କହିଛନ୍ତି ଯେ କଳାକାରଙ୍କ ଠାରୁ କିଛି ବଡ଼ ନାହିଁ କି କଳାକାରଙ୍କ ଠାରୁ କିଛି କଷ୍ଟ କାମ ନାହିଁ।1
- ବଳିଆନ୍ତା ବ୍ଲକର ପୁରୁଣାଶାସନ ସ୍ଥିତ ମାଛ ଯାଆଁଳ ଉତ୍ପାଦନ କେନ୍ଦ୍ରରେ ଏବର୍ଷର ପ୍ରଥମ ଯାଆଁଳ ଉତ୍ପାଦନ ସମ୍ପନ୍ନ ହୋଇଛି।1
- ଜୟପୁରରେ କୋକ୍ରୋଜ ଜନତା ପାର୍ଟିର ମୁଖ୍ୟଙ୍କୁ ମାଡ଼ ମାରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି।1