logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସମ୍ବଲପୁରୀ ଦିନ ପାଳନ କରିବା ଦ୍ୱାରା ଭାଇଚାରାର ନିଦର୍ଶନ ଦେଖା ଦେଇଥାଏ ବୋଲି ବରଗଡ଼ ସ୍ଥିତ ବୈଦିକ ବିଦ୍ୟାଳୟ ପରିସରରେ ଆୟୋଜିତ ସମ୍ବଲପୁରୀ ଦିନ ପାଳନ ବୈଦିକ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ ବରଗଡ଼ ତା:୦୧.୦୮.୨୦୨୬ ସମ୍ବଲପୁରୀ ଦିନ ପାଳନ କରିବା ଦ୍ୱାରା ଭାଇଚାରାର ନିଦର୍ଶନ ଦେଖା ଦେଇଥାଏ ବୋଲି ବରଗଡ଼ ସ୍ଥିତ ବୈଦିକ ବିଦ୍ୟାଳୟ ପରିସରରେ ଆୟୋଜିତ ସମ୍ବଲପୁରୀ ଦିନ ପାଳନ ଅବସରରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଖ୍ୟାତନାମା ଓଡ଼ିଆ ତଥା ସମ୍ବଲପୁରୀ ଚଳଚ୍ଚିତ୍ର ଅଭିନେତ୍ରୀ ଡ଼ଃ ତପସ୍ୱିନୀ ଗୁରୁ ପ୍ରକାଶ କରିଛନ୍ତି। ବୈଦିକ ବିଦ୍ୟାଳୟ ସମୂହରେ ଇଂରାଜୀ ଶିକ୍ଷାକୁ ପ୍ରାଧାନ୍ୟ ଦିଆ ଯାଇଥାଏ ବୋଲି ଲୋକଙ୍କ ଚିନ୍ତାଧାରା ଥିବାବେଳେ ଏଠାରେ ଓଡ଼ିଆ ପାଠ୍ୟକ୍ରମ ପ୍ରଚଳନ ସହିତ ସମ୍ବଲପୁରୀ ଦିନ ଭଳି ଅନ୍ୟାନ୍ୟ ଓଡ଼ିଆ ପର୍ବ ମଧ୍ୟ ପାଳନ କରାଯାଇ ଭାଷା ସଂସ୍କୃତିକୁ ଉପରକୁ ଉଠାଉ ଥିବାରୁ ସେ ଖୁସି ବ୍ୟକ୍ତ କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ଗଣ ସମ୍ବଲପୁରୀ ପରିଧାନ ସହ ସ୍ଥାନୀୟ ଖାଦ୍ୟ ଗ୍ରହଣ କରିଥିଲେ। ସମ୍ବଲପୁରୀ ନାଚ ଗୀତରେ ଓଡ଼ିଆ ମାଧ୍ୟମ ଛାତ୍ରଛାତ୍ରୀ ମାନେ ଭାଗ ନେଇ ଉତ୍କୃଷ୍ଟ ପ୍ରଦର୍ଶନ କରିଥିଲେ। ବୈଦିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ମାନଙ୍କ ମଧ୍ୟରେ ହୋଇଥିବା ହୁଳହୁଳି ଓ ଭୁଆସେନ କାନ୍ଦି ପ୍ରତିଯୋଗିତାର ବିଜୟୀ ମାନଙ୍କୁ ପୁରସ୍କୃତ କରା ଯାଇଥିଲା। ବିଦ୍ୟାଳୟର ଅଧ୍ୟକ୍ଷା ଗାର୍ଗୀ ଚଟର୍ଜୀ ଓ ଉପାଧ୍ୟକ୍ଷ ଅଖିଳେଶ ବର୍ମା ଛାତ୍ରଛାତ୍ରୀ ମାନଙ୍କୁ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।

5 hrs ago
user_PNC MEDIA
PNC MEDIA
ବରଗଡ଼, ବରଗଡ଼, ଓଡ଼ିଶା•
5 hrs ago
c546aef5-f358-40ea-bfc7-18e8be74b1d6

ସମ୍ବଲପୁରୀ ଦିନ ପାଳନ କରିବା ଦ୍ୱାରା ଭାଇଚାରାର ନିଦର୍ଶନ ଦେଖା ଦେଇଥାଏ ବୋଲି ବରଗଡ଼ ସ୍ଥିତ ବୈଦିକ ବିଦ୍ୟାଳୟ ପରିସରରେ ଆୟୋଜିତ ସମ୍ବଲପୁରୀ ଦିନ ପାଳନ ବୈଦିକ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ ବରଗଡ଼ ତା:୦୧.୦୮.୨୦୨୬ ସମ୍ବଲପୁରୀ ଦିନ ପାଳନ କରିବା ଦ୍ୱାରା ଭାଇଚାରାର ନିଦର୍ଶନ ଦେଖା ଦେଇଥାଏ ବୋଲି ବରଗଡ଼ ସ୍ଥିତ ବୈଦିକ ବିଦ୍ୟାଳୟ ପରିସରରେ ଆୟୋଜିତ ସମ୍ବଲପୁରୀ ଦିନ ପାଳନ ଅବସରରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଖ୍ୟାତନାମା ଓଡ଼ିଆ

db8601c2-4e3e-453c-ac33-734ae7c76f91

ତଥା ସମ୍ବଲପୁରୀ ଚଳଚ୍ଚିତ୍ର ଅଭିନେତ୍ରୀ ଡ଼ଃ ତପସ୍ୱିନୀ ଗୁରୁ ପ୍ରକାଶ କରିଛନ୍ତି। ବୈଦିକ ବିଦ୍ୟାଳୟ ସମୂହରେ ଇଂରାଜୀ ଶିକ୍ଷାକୁ ପ୍ରାଧାନ୍ୟ ଦିଆ ଯାଇଥାଏ ବୋଲି ଲୋକଙ୍କ ଚିନ୍ତାଧାରା ଥିବାବେଳେ ଏଠାରେ ଓଡ଼ିଆ ପାଠ୍ୟକ୍ରମ ପ୍ରଚଳନ ସହିତ ସମ୍ବଲପୁରୀ ଦିନ ଭଳି ଅନ୍ୟାନ୍ୟ ଓଡ଼ିଆ ପର୍ବ ମଧ୍ୟ ପାଳନ କରାଯାଇ ଭାଷା ସଂସ୍କୃତିକୁ ଉପରକୁ ଉଠାଉ ଥିବାରୁ ସେ ଖୁସି ବ୍ୟକ୍ତ କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ଗଣ ସମ୍ବଲପୁରୀ ପରିଧାନ

aaadfd4b-0d63-4ff8-a0c2-327f5f60ccd3

ସହ ସ୍ଥାନୀୟ ଖାଦ୍ୟ ଗ୍ରହଣ କରିଥିଲେ। ସମ୍ବଲପୁରୀ ନାଚ ଗୀତରେ ଓଡ଼ିଆ ମାଧ୍ୟମ ଛାତ୍ରଛାତ୍ରୀ ମାନେ ଭାଗ ନେଇ ଉତ୍କୃଷ୍ଟ ପ୍ରଦର୍ଶନ କରିଥିଲେ। ବୈଦିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ମାନଙ୍କ ମଧ୍ୟରେ ହୋଇଥିବା ହୁଳହୁଳି ଓ ଭୁଆସେନ କାନ୍ଦି ପ୍ରତିଯୋଗିତାର ବିଜୟୀ ମାନଙ୍କୁ ପୁରସ୍କୃତ କରା ଯାଇଥିଲା। ବିଦ୍ୟାଳୟର ଅଧ୍ୟକ୍ଷା ଗାର୍ଗୀ ଚଟର୍ଜୀ ଓ ଉପାଧ୍ୟକ୍ଷ ଅଖିଳେଶ ବର୍ମା ଛାତ୍ରଛାତ୍ରୀ ମାନଙ୍କୁ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।

More news from ଓଡ଼ିଶା and nearby areas
  • #କେବେ_ଶୁଣିବେ_ସରକାର ? ନିଜ ସ୍କୁଲ ପାଇଁ ତୃତୀୟ ଶ୍ରେଣୀ ସ୍କୁଲ ଛୁଆର ପ୍ରତିବାଦ.... #କେବେ_ଶୁଣିବେ_ସରକାର ? ନିଜ ସ୍କୁଲ ପାଇଁ ତୃତୀୟ ଶ୍ରେଣୀ ସ୍କୁଲ ଛୁଆର ପ୍ରତିବାଦ.... ବାରମ୍ବାର ପ୍ରଶାସନ ଓ ରାଜ୍ୟ ସରକାର ଙ୍କୁ ଜଣାଇଳା ପରେ ମଧ୍ୟ ସମସ୍ତେ ନିଦାବିଷ୍ଣୁ ସାଜିଛନ୍ତି।
    1
    #କେବେ_ଶୁଣିବେ_ସରକାର ?
ନିଜ ସ୍କୁଲ ପାଇଁ ତୃତୀୟ ଶ୍ରେଣୀ  ସ୍କୁଲ ଛୁଆର ପ୍ରତିବାଦ....
#କେବେ_ଶୁଣିବେ_ସରକାର ?
ନିଜ ସ୍କୁଲ ପାଇଁ ତୃତୀୟ ଶ୍ରେଣୀ  ସ୍କୁଲ ଛୁଆର ପ୍ରତିବାଦ....
ବାରମ୍ବାର ପ୍ରଶାସନ ଓ ରାଜ୍ୟ ସରକାର ଙ୍କୁ ଜଣାଇଳା ପରେ ମଧ୍ୟ ସମସ୍ତେ ନିଦାବିଷ୍ଣୁ ସାଜିଛନ୍ତି।
    user_Bargarh TV
    Bargarh TV
    Local News Reporter ବରଗଡ଼, ବରଗଡ଼, ଓଡ଼ିଶା•
    15 hrs ago
  • ଲଗାଣ ବର୍ଷା ରେ ଭାଙ୍ଗିଲା ଘର ଅଳ୍ପକେ ବର୍ତ୍ତି ରେ ପରିବାର ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ପଞ୍ଚାୟତ ର ଜୟପୁର ଗ୍ରାମ ର ନନ୍ଦିନୀ କର୍ଣ୍ଣାଙ୍କ ଘର ଲଗାଣ ବର୍ଷା ଭାଙ୍ଗିଯାଇଛି।ଘର ପ୍ରଶାସନ ପାଖରେ ଗୁହାରି କରିଛନ୍ତି।ଘର ପାଇଁ
    1
    ଲଗାଣ ବର୍ଷା ରେ ଭାଙ୍ଗିଲା ଘର ଅଳ୍ପକେ ବର୍ତ୍ତି ରେ ପରିବାର 
ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଦୋଦର ପଞ୍ଚାୟତ ର ଜୟପୁର ଗ୍ରାମ ର ନନ୍ଦିନୀ କର୍ଣ୍ଣାଙ୍କ ଘର ଲଗାଣ ବର୍ଷା ଭାଙ୍ଗିଯାଇଛି।ଘର ପ୍ରଶାସନ ପାଖରେ ଗୁହାରି କରିଛନ୍ତି।ଘର ପାଇଁ
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    8 hrs ago
  • -: ଝାରସୁଗୁଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସମ୍ବଲପୁରୀ ଦିବସ ପାଳିତ :- *ସମ୍ବଲପୁରୀ ପୋଷାକରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ; ଗୁରୁ ସ୍ୱର୍ଗତ ସତ୍ୟ ନାରାୟଣ ବହିଦାରଙ୍କ ସ୍ମୃତି ଚାରଣ* *ସମ୍ବଲପୁରୀ ଭାଷା, କଳା ଓ ସଂସ୍କୃତିର ପ୍ରଚାର-ପ୍ରସାର ପାଇଁ ସମ୍ବଲପୁରୀ ଦିବସ ପାଳନ* ଝାରସୁଗୁଡ଼ା, ୧ ଅଗଷ୍ଟ: ଝାରସୁଗୁଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆଜି ସମ୍ବଲପୁରୀ ଦିବସ ଆନନ୍ଦ ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ପାରମ୍ପରିକ ସମ୍ବଲପୁରୀ ପୋଷାକ ପରିଧାନ କରି କାର୍ଯ୍ୟକ୍ରମରେ ଯୋଗଦେଇ ପଶ୍ଚିମ ଓଡ଼ିଶାର ଗୌରବମୟ ଭାଷା, କଳା, ସାହିତ୍ୟ, ସଂସ୍କୃତି ଓ ପରମ୍ପରା ପ୍ରତି ସମ୍ମାନ ପ୍ରଦର୍ଶନ କରିବା ସହ ସମ୍ବଲପୁରୀ ଭାଷା, ସାହିତ୍ୟ ଏବଂ ସଂସ୍କୃତି ର ଅନନ୍ୟ ସାଧକ ଗୁରୁ ସ୍ୱର୍ଗତ ସତ୍ୟ ନାରାୟଣ ବହିଦାରଙ୍କ ସ୍ମୃତିଚାରଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଝାରସୁଗୁଡ଼ା ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ୱାଣ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ବ୍ରଜବନ୍ଧୁ ଭୋଇ, ପ୍ରକଳ୍ପ ନିର୍ଦ୍ଦେଶକ, ପୁନର୍ବାସ ଓ ଥଇଥାନ (ଆର୍ ଆଣ୍ଡ୍ ଆର୍) ତଥା ଭାରପ୍ରାପ୍ତ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଲଲିତ ସୋରେଙ୍ଗଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ସମ୍ବଲପୁରୀ ପୋଷାକ ପରିଧାନ କରିଥିବା ଅଧିକାରୀ ଓ କର୍ମଚାରୀଙ୍କ ଉପସ୍ଥିତିରେ କାର୍ଯ୍ୟାଳୟ ପରିବେଶ ବେଶ ସୁସଜ୍ଜିତ ଓ ଆକର୍ଷଣୀୟ ହୋଇଉଠିଥିଲା। ସମ୍ବଲପୁରୀ ବସ୍ତ୍ରର ନିଆରା ବୁଣାକାର୍ଯ୍ୟ, ଆକର୍ଷଣୀୟ ରଙ୍ଗ ଓ ପାରମ୍ପରିକ ଡିଜାଇନ୍ ଏହି ଅବସରକୁ ଅଧିକ ମନୋରମ କରିଥିଲା। ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ଚହ୍ୱାଣ କହିଥିଲେ ଯେ, ସମ୍ବଲପୁରୀ ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ପଶ୍ଚିମ ଓଡ଼ିଶାର ସମୃଦ୍ଧ ଲୋକକଳା, ହସ୍ତତନ୍ତ, ଭାଷା, ସାହିତ୍ୟ ଓ ସାଂସ୍କୃତିକ ଐତିହ୍ୟର ସୁରକ୍ଷା ସହ ପ୍ରଚାର-ପ୍ରସାର କରିବା। ସେ ଏହି ଶୁଭ ଅବସରରେ ସମସ୍ତଙ୍କୁ ସମ୍ବଲପୁରୀ ଦିବସର ଶୁଭେଚ୍ଛା ଜଣାଇଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ, ଡେପୁଟି କଲେକ୍ଟର, ସହକାରୀ ଜିଲ୍ଲାପାଳ, ବରିଷ୍ଠ ଓ କନିଷ୍ଠ ରାଜସ୍ୱ ସହାୟକ ତଥା ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ। ଏହି ଆୟୋଜନ ସମସ୍ତଙ୍କ ମଧ୍ୟରେ ଏକତା, ସାଂସ୍କୃତିକ ଚେତନା ଓ ଆଞ୍ଚଳିକ ଗୌରବବୋଧକୁ ଆହୁରି ସୁଦୃଢ଼ କରିଥିଲା। ଜ଼ିଲ୍ଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ଜ଼ିଲ୍ଲା ର ସମସ୍ତ ଜ଼ିଲ୍ଲା ସ୍ତରୀୟ କାର୍ଯ୍ୟାଳୟ, ବ୍ଲକ, ତହସିଲ କାର୍ଯ୍ୟlଳୟ ମାନଙ୍କ ରେ ମଧ୍ୟ ସମ୍ବଲପୁରୀ ଦିବସ ଉପଲକ୍ଷେ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନେ ସମ୍ବଲପୁରୀ ପୋଷାକ ପରିଧାନ କରିଥିଲେ l
    3
    -: ଝାରସୁଗୁଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସମ୍ବଲପୁରୀ ଦିବସ ପାଳିତ :-
*ସମ୍ବଲପୁରୀ ପୋଷାକରେ  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ; ଗୁରୁ ସ୍ୱର୍ଗତ ସତ୍ୟ ନାରାୟଣ ବହିଦାରଙ୍କ ସ୍ମୃତି ଚାରଣ* 
*ସମ୍ବଲପୁରୀ ଭାଷା, କଳା ଓ ସଂସ୍କୃତିର ପ୍ରଚାର-ପ୍ରସାର ପାଇଁ ସମ୍ବଲପୁରୀ ଦିବସ ପାଳନ* 
ଝାରସୁଗୁଡ଼ା, ୧ ଅଗଷ୍ଟ: ଝାରସୁଗୁଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆଜି ସମ୍ବଲପୁରୀ ଦିବସ ଆନନ୍ଦ ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ପାରମ୍ପରିକ ସମ୍ବଲପୁରୀ ପୋଷାକ ପରିଧାନ କରି କାର୍ଯ୍ୟକ୍ରମରେ ଯୋଗଦେଇ ପଶ୍ଚିମ ଓଡ଼ିଶାର ଗୌରବମୟ ଭାଷା, କଳା, ସାହିତ୍ୟ, ସଂସ୍କୃତି ଓ ପରମ୍ପରା ପ୍ରତି ସମ୍ମାନ ପ୍ରଦର୍ଶନ କରିବା ସହ   ସମ୍ବଲପୁରୀ ଭାଷା, ସାହିତ୍ୟ ଏବଂ ସଂସ୍କୃତି ର ଅନନ୍ୟ ସାଧକ ଗୁରୁ ସ୍ୱର୍ଗତ ସତ୍ୟ ନାରାୟଣ ବହିଦାରଙ୍କ ସ୍ମୃତିଚାରଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଝାରସୁଗୁଡ଼ା ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ୱାଣ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ବ୍ରଜବନ୍ଧୁ ଭୋଇ, ପ୍ରକଳ୍ପ ନିର୍ଦ୍ଦେଶକ, ପୁନର୍ବାସ ଓ ଥଇଥାନ (ଆର୍ ଆଣ୍ଡ୍ ଆର୍) ତଥା ଭାରପ୍ରାପ୍ତ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଲଲିତ ସୋରେଙ୍ଗଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।
ସମ୍ବଲପୁରୀ ପୋଷାକ ପରିଧାନ କରିଥିବା ଅଧିକାରୀ ଓ କର୍ମଚାରୀଙ୍କ ଉପସ୍ଥିତିରେ କାର୍ଯ୍ୟାଳୟ ପରିବେଶ ବେଶ ସୁସଜ୍ଜିତ ଓ ଆକର୍ଷଣୀୟ ହୋଇଉଠିଥିଲା। ସମ୍ବଲପୁରୀ ବସ୍ତ୍ରର ନିଆରା ବୁଣାକାର୍ଯ୍ୟ, ଆକର୍ଷଣୀୟ ରଙ୍ଗ ଓ ପାରମ୍ପରିକ ଡିଜାଇନ୍ ଏହି ଅବସରକୁ ଅଧିକ ମନୋରମ କରିଥିଲା।
ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ଚହ୍ୱାଣ କହିଥିଲେ ଯେ, ସମ୍ବଲପୁରୀ ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ପଶ୍ଚିମ ଓଡ଼ିଶାର ସମୃଦ୍ଧ ଲୋକକଳା, ହସ୍ତତନ୍ତ, ଭାଷା, ସାହିତ୍ୟ ଓ ସାଂସ୍କୃତିକ ଐତିହ୍ୟର ସୁରକ୍ଷା ସହ ପ୍ରଚାର-ପ୍ରସାର କରିବା। ସେ ଏହି ଶୁଭ ଅବସରରେ ସମସ୍ତଙ୍କୁ ସମ୍ବଲପୁରୀ ଦିବସର ଶୁଭେଚ୍ଛା ଜଣାଇଥିଲେ।
କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ, ଡେପୁଟି କଲେକ୍ଟର, ସହକାରୀ ଜିଲ୍ଲାପାଳ, ବରିଷ୍ଠ ଓ କନିଷ୍ଠ ରାଜସ୍ୱ ସହାୟକ ତଥା ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ। ଏହି ଆୟୋଜନ ସମସ୍ତଙ୍କ ମଧ୍ୟରେ ଏକତା, ସାଂସ୍କୃତିକ ଚେତନା ଓ ଆଞ୍ଚଳିକ ଗୌରବବୋଧକୁ ଆହୁରି ସୁଦୃଢ଼ କରିଥିଲା। 
ଜ଼ିଲ୍ଲାପାଳ ଙ୍କ ନିର୍ଦ୍ଦେଶକ୍ରମେ ଜ଼ିଲ୍ଲା ର ସମସ୍ତ ଜ଼ିଲ୍ଲା ସ୍ତରୀୟ କାର୍ଯ୍ୟାଳୟ, ବ୍ଲକ, ତହସିଲ କାର୍ଯ୍ୟlଳୟ ମାନଙ୍କ ରେ ମଧ୍ୟ ସମ୍ବଲପୁରୀ ଦିବସ ଉପଲକ୍ଷେ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ମାନେ ସମ୍ବଲପୁରୀ ପୋଷାକ  ପରିଧାନ କରିଥିଲେ l
    user_Saroj Kumar Mirdha
    Saroj Kumar Mirdha
    Local News Reporter ଲଖନପୁର, ଝାରସୁଗୁଡ଼ା, ଓଡ଼ିଶା•
    1 hr ago
  • 🚨 BREAKING NEWS | P24NEWS EXPRESS 🚨 🌧️ बारिश के बीच दिखा चौंकाने वाला नज़ारा! 😳🐸🐍 एक वायरल वीडियो में मेढक को सांप को अपने जबड़ों में पकड़े हुए देखा गया। आमतौर पर सांप मेढक का शिकार करता है, लेकिन इस दुर्लभ दृश्य ने लोगों को हैरान कर दिया। ⚠️ नोट: वीडियो के स्थान और समय की स्वतंत्र पुष्टि नहीं हो सकी है। वायरल वीडियो होने के कारण इसकी सत्यता की आधिकारिक पुष्टि उपलब्ध नहीं है। 📲 ऐसी ही ताज़ा और वायरल खबरों के लिए जुड़े रहें P24NEWS EXPRESS के साथ। #P24NewsExpress #BreakingNews #ViralVideo #Rain #Frog #Snake #Nature #Wildlife #Trending #NewsUpdate #ViralReels 🚨 BREAKING NEWS | P24NEWS EXPRESS 🚨 🌧️ बारिश के बीच दिखा चौंकाने वाला नज़ारा! 😳🐸🐍 एक वायरल वीडियो में मेढक को सांप को अपने जबड़ों में पकड़े हुए देखा गया। आमतौर पर सांप मेढक का शिकार करता है, लेकिन इस दुर्लभ दृश्य ने लोगों को हैरान कर दिया। ⚠️ नोट: वीडियो के स्थान और समय की स्वतंत्र पुष्टि नहीं हो सकी है। वायरल वीडियो होने के कारण इसकी सत्यता की आधिकारिक पुष्टि उपलब्ध नहीं है। 📲 ऐसी ही ताज़ा और वायरल खबरों के लिए जुड़े रहें P24NEWS EXPRESS के साथ। #P24NewsExpress #BreakingNews #ViralVideo #Rain #Frog #Snake #Nature #Wildlife #Trending #NewsUpdate #ViralReels
    1
    🚨 BREAKING NEWS | P24NEWS EXPRESS 🚨

🌧️ बारिश के बीच दिखा चौंकाने वाला नज़ारा! 😳🐸🐍

एक वायरल वीडियो में मेढक को सांप को अपने जबड़ों में पकड़े हुए देखा गया। आमतौर पर सांप मेढक का शिकार करता है, लेकिन इस दुर्लभ दृश्य ने लोगों को हैरान कर दिया।

⚠️ नोट: वीडियो के स्थान और समय की स्वतंत्र पुष्टि नहीं हो सकी है। वायरल वीडियो होने के कारण इसकी सत्यता की आधिकारिक पुष्टि उपलब्ध नहीं है।

📲 ऐसी ही ताज़ा और वायरल खबरों के लिए जुड़े रहें P24NEWS EXPRESS के साथ।

#P24NewsExpress #BreakingNews #ViralVideo #Rain #Frog #Snake #Nature #Wildlife #Trending #NewsUpdate #ViralReels


🚨 BREAKING NEWS | P24NEWS EXPRESS 🚨
🌧️ बारिश के बीच दिखा चौंकाने वाला नज़ारा! 😳🐸🐍
एक वायरल वीडियो में मेढक को सांप को अपने जबड़ों में पकड़े हुए देखा गया। आमतौर पर सांप मेढक का शिकार करता है, लेकिन इस दुर्लभ दृश्य ने लोगों को हैरान कर दिया।
⚠️ नोट: वीडियो के स्थान और समय की स्वतंत्र पुष्टि नहीं हो सकी है। वायरल वीडियो होने के कारण इसकी सत्यता की आधिकारिक पुष्टि उपलब्ध नहीं है।
📲 ऐसी ही ताज़ा और वायरल खबरों के लिए जुड़े रहें P24NEWS EXPRESS के साथ।
#P24NewsExpress #BreakingNews #ViralVideo #Rain #Frog #Snake #Nature #Wildlife #Trending #NewsUpdate #ViralReels
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    2 hrs ago
  • Grand Sambalpuri Din 2026 Celebrated in Jharsuguda; Dipali Das Joins Shobha Yatra ପଶ୍ଚିମାଞ୍ଚଳ ଏକତା ମଞ୍ଚ ଓ ଝାରସୁଗୁଡ଼ାବାସୀଙ୍କ ମିଳିତ ଆନୁକୂଲ୍ୟରେ ୧ ଅଗଷ୍ଟରେ ଗୁରୁ ଶ୍ରୀ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ୮ମ ସମ୍ବଲପୁରୀ ଦିନ ପାଳନ କରାଯାଇଛି। ଏହି ଅବସରରେ ଝାରସୁଗୁଡ଼ାରେ ଏକ ଭବ୍ୟ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ପୂର୍ବତନ ଝାରସୁଗୁଡ଼ା ବିଧାୟିକା ଦୀପାଳି ଦାସ ସାମିଲ ହୋଇଥିଲେ। ମଙ୍ଗଳ ବଜାର ଅଡିଟୋରିୟମ୍/ସ୍ପୋର୍ଟସ କମ୍ପ୍ଲେକ୍ସରେ ଆୟୋଜିତ ଏହି କାର୍ଯ୍ୟକ୍ରମ ସମ୍ବଲପୁରୀ ଭାଷା, ସାହିତ୍ୟ, ପରମ୍ପରା ଓ ସଂସ୍କୃତିର ସୁରକ୍ଷା ଓ ପ୍ରଚାରକୁ ଉତ୍ସର୍ଗ କରାଯାଇଥିଲା। #SambalpuriDin2026 #Jharsuguda #DipaliDas #PaschimanchalEkataManch #Sambalpuri #OdishaNews #BreakingNews
    1
    Grand Sambalpuri Din 2026 Celebrated in Jharsuguda; Dipali Das Joins Shobha Yatra
ପଶ୍ଚିମାଞ୍ଚଳ ଏକତା ମଞ୍ଚ ଓ ଝାରସୁଗୁଡ଼ାବାସୀଙ୍କ ମିଳିତ ଆନୁକୂଲ୍ୟରେ ୧ ଅଗଷ୍ଟରେ ଗୁରୁ ଶ୍ରୀ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ୮ମ ସମ୍ବଲପୁରୀ ଦିନ ପାଳନ କରାଯାଇଛି। ଏହି ଅବସରରେ ଝାରସୁଗୁଡ଼ାରେ ଏକ ଭବ୍ୟ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ପୂର୍ବତନ ଝାରସୁଗୁଡ଼ା ବିଧାୟିକା ଦୀପାଳି ଦାସ ସାମିଲ ହୋଇଥିଲେ। ମଙ୍ଗଳ ବଜାର ଅଡିଟୋରିୟମ୍/ସ୍ପୋର୍ଟସ କମ୍ପ୍ଲେକ୍ସରେ ଆୟୋଜିତ ଏହି କାର୍ଯ୍ୟକ୍ରମ ସମ୍ବଲପୁରୀ ଭାଷା, ସାହିତ୍ୟ, ପରମ୍ପରା ଓ ସଂସ୍କୃତିର ସୁରକ୍ଷା ଓ ପ୍ରଚାରକୁ ଉତ୍ସର୍ଗ କରାଯାଇଥିଲା।
#SambalpuriDin2026 #Jharsuguda #DipaliDas #PaschimanchalEkataManch #Sambalpuri #OdishaNews #BreakingNews
    user_The Voice News Odisha
    The Voice News Odisha
    News Anchor ବେଲପାହାଡ଼, ଝାରସୁଗୁଡ଼ା, ଓଡ଼ିଶା•
    11 hrs ago
  • ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ଆକାଶମାର୍ଗରୁ ବନ୍ୟାଞ୍ଚଳ ଅନୁଧ୍ୟାନ କରିଛନ୍ତି
    1
    ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ଆକାଶମାର୍ଗରୁ ବନ୍ୟାଞ୍ଚଳ ଅନୁଧ୍ୟାନ କରିଛନ୍ତି
    user_Ram Shankar Bhoi
    Ram Shankar Bhoi
    ସାମ୍ବାଦିକ ସୋନପୁର, ସୋନପୁର, ଓଡ଼ିଶା•
    4 hrs ago
  • ଜାତୀୟ ରାଜପଥ ୫୭ ଅବରୋଧ କଲେ ପଟାଭାଡିବାସୀ ସୁବର୍ଣ୍ଣପୁର ଜିଲ୍ଲା ର ଏ ଘଟଣା
    1
    ଜାତୀୟ ରାଜପଥ ୫୭ ଅବରୋଧ କଲେ ପଟାଭାଡିବାସୀ ସୁବର୍ଣ୍ଣପୁର ଜିଲ୍ଲା ର ଏ ଘଟଣା
    user_SonepurSambad
    SonepurSambad
    Court reporter ଡୁଙ୍ଗୁରିପାଲି, ସୋନପୁର, ଓଡ଼ିଶା•
    8 hrs ago
  • 🚨 BREAKING NEWS | P24 NEWS EXPRESS प्रधानमंत्री नरेंद्र मोदी का भव्य स्वागत! 📍 आंध्र प्रदेश के भोगापुरम में प्रधानमंत्री नरेंद्र मोदी का ऐतिहासिक स्वागत किया गया। लगभग 13,000 आदिवासी छात्राओं ने पारंपरिक 'धीमसा' नृत्य प्रस्तुत कर उनका अभिनंदन किया। ✈️ इस दौरान प्रधानमंत्री ने अल्लूरी सीताराम राजू अंतरराष्ट्रीय हवाई अड्डे का उद्घाटन किया और क्षेत्र की कई महत्वपूर्ण विकास परियोजनाओं की शुरुआत की। 📍 इसके बाद प्रधानमंत्री कर्नाटक के मैसूरु पहुंचे, जहाँ उनका गर्मजोशी से स्वागत किया गया। उन्होंने स्वामी विवेकानंद सांस्कृतिक युवा केंद्र (विवेक स्मारक) का उद्घाटन कर युवाओं को राष्ट्र निर्माण के लिए प्रेरित किया। 🇮🇳 देश के विकास को नई गति देने की दिशा में प्रधानमंत्री का लगातार दौरा जारी। #P24NewsExpress #BreakingNews #PMModi #NarendraModi #AndhraPradesh #Bhogapuram #DhimsaDance #AlluriSitaramaRajuAirport #Mysuru #Karnataka #VivekaSmaraka #Development #IndiaNews #LatestNews 🚨 BREAKING NEWS | P24 NEWS EXPRESS प्रधानमंत्री नरेंद्र मोदी का भव्य स्वागत! 📍 आंध्र प्रदेश के भोगापुरम में प्रधानमंत्री नरेंद्र मोदी का ऐतिहासिक स्वागत किया गया। लगभग 13,000 आदिवासी छात्राओं ने पारंपरिक 'धीमसा' नृत्य प्रस्तुत कर उनका अभिनंदन किया। ✈️ इस दौरान प्रधानमंत्री ने अल्लूरी सीताराम राजू अंतरराष्ट्रीय हवाई अड्डे का उद्घाटन किया और क्षेत्र की कई महत्वपूर्ण विकास परियोजनाओं की शुरुआत की। 📍 इसके बाद प्रधानमंत्री कर्नाटक के मैसूरु पहुंचे, जहाँ उनका गर्मजोशी से स्वागत किया गया। उन्होंने स्वामी विवेकानंद सांस्कृतिक युवा केंद्र (विवेक स्मारक) का उद्घाटन कर युवाओं को राष्ट्र निर्माण के लिए प्रेरित किया। 🇮🇳 देश के विकास को नई गति देने की दिशा में प्रधानमंत्री का लगातार दौरा जारी। #P24NewsExpress #BreakingNews #PMModi #NarendraModi #AndhraPradesh #Bhogapuram #DhimsaDance #AlluriSitaramaRajuAirport #Mysuru #Karnataka #VivekaSmaraka #Development #IndiaNews #LatestNews
    1
    🚨 BREAKING NEWS | P24 NEWS EXPRESS

प्रधानमंत्री नरेंद्र मोदी का भव्य स्वागत!

📍 आंध्र प्रदेश के भोगापुरम में प्रधानमंत्री नरेंद्र मोदी का ऐतिहासिक स्वागत किया गया। लगभग 13,000 आदिवासी छात्राओं ने पारंपरिक 'धीमसा' नृत्य प्रस्तुत कर उनका अभिनंदन किया।

✈️ इस दौरान प्रधानमंत्री ने अल्लूरी सीताराम राजू अंतरराष्ट्रीय हवाई अड्डे का उद्घाटन किया और क्षेत्र की कई महत्वपूर्ण विकास परियोजनाओं की शुरुआत की।

📍 इसके बाद प्रधानमंत्री कर्नाटक के मैसूरु पहुंचे, जहाँ उनका गर्मजोशी से स्वागत किया गया। उन्होंने स्वामी विवेकानंद सांस्कृतिक युवा केंद्र (विवेक स्मारक) का उद्घाटन कर युवाओं को राष्ट्र निर्माण के लिए प्रेरित किया।

🇮🇳 देश के विकास को नई गति देने की दिशा में प्रधानमंत्री का लगातार दौरा जारी।

#P24NewsExpress #BreakingNews #PMModi #NarendraModi #AndhraPradesh #Bhogapuram #DhimsaDance #AlluriSitaramaRajuAirport #Mysuru #Karnataka #VivekaSmaraka #Development #IndiaNews #LatestNews


🚨 BREAKING NEWS | P24 NEWS EXPRESS
प्रधानमंत्री नरेंद्र मोदी का भव्य स्वागत!
📍 आंध्र प्रदेश के भोगापुरम में प्रधानमंत्री नरेंद्र मोदी का ऐतिहासिक स्वागत किया गया। लगभग 13,000 आदिवासी छात्राओं ने पारंपरिक 'धीमसा' नृत्य प्रस्तुत कर उनका अभिनंदन किया।
✈️ इस दौरान प्रधानमंत्री ने अल्लूरी सीताराम राजू अंतरराष्ट्रीय हवाई अड्डे का उद्घाटन किया और क्षेत्र की कई महत्वपूर्ण विकास परियोजनाओं की शुरुआत की।
📍 इसके बाद प्रधानमंत्री कर्नाटक के मैसूरु पहुंचे, जहाँ उनका गर्मजोशी से स्वागत किया गया। उन्होंने स्वामी विवेकानंद सांस्कृतिक युवा केंद्र (विवेक स्मारक) का उद्घाटन कर युवाओं को राष्ट्र निर्माण के लिए प्रेरित किया।
🇮🇳 देश के विकास को नई गति देने की दिशा में प्रधानमंत्री का लगातार दौरा जारी।
#P24NewsExpress #BreakingNews #PMModi #NarendraModi #AndhraPradesh #Bhogapuram #DhimsaDance #AlluriSitaramaRajuAirport #Mysuru #Karnataka #VivekaSmaraka #Development #IndiaNews #LatestNews
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    6 hrs ago
  • 22 Gates of Hirakud Dam Open as Floodwater Discharge Increases ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢ଼ୁଛି। ବର୍ତ୍ତମାନ ଡ୍ୟାମର ୨୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ଭୋର ୩ଟା ସୁଦ୍ଧା ଜଳସ୍ତର ୬୨୩ ଫୁଟ୍ ରହିଥିବାବେଳେ ପ୍ରତି ସେକେଣ୍ଡରେ ୩,୯୬,୯୭୪ କ୍ୟୁସେକ ଜଳ ଜଳଭଣ୍ଡାରକୁ ପ୍ରବେଶ କରୁଛି। ବର୍ତ୍ତମାନ ୬୫,୫୭୯ କ୍ୟୁସେକ ଜଳ ନିଷ୍କାସନ ହେଉଛି। ପରିସ୍ଥିତି ଅନୁଯାୟୀ ଆଗାମୀ ଦିନରେ ଆହୁରି ଗେଟ୍ ଖୋଲାଯାଇପାରେ। ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। #HirakudDam #FloodUpdate #RainAlert #HeavyRain #Odisha #OdishaNews #BreakingNews
    1
    22 Gates of Hirakud Dam Open as Floodwater Discharge Increases
ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢ଼ୁଛି। ବର୍ତ୍ତମାନ ଡ୍ୟାମର ୨୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ଭୋର ୩ଟା ସୁଦ୍ଧା ଜଳସ୍ତର ୬୨୩ ଫୁଟ୍ ରହିଥିବାବେଳେ ପ୍ରତି ସେକେଣ୍ଡରେ ୩,୯୬,୯୭୪ କ୍ୟୁସେକ ଜଳ ଜଳଭଣ୍ଡାରକୁ ପ୍ରବେଶ କରୁଛି। ବର୍ତ୍ତମାନ ୬୫,୫୭୯ କ୍ୟୁସେକ ଜଳ ନିଷ୍କାସନ ହେଉଛି। ପରିସ୍ଥିତି ଅନୁଯାୟୀ ଆଗାମୀ ଦିନରେ ଆହୁରି ଗେଟ୍ ଖୋଲାଯାଇପାରେ। ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।
#HirakudDam #FloodUpdate #RainAlert #HeavyRain #Odisha #OdishaNews #BreakingNews
    user_The Voice News Odisha
    The Voice News Odisha
    News Anchor ବେଲପାହାଡ଼, ଝାରସୁଗୁଡ଼ା, ଓଡ଼ିଶା•
    14 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.