logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସୂତା ଦୁପଟ୍ଟା , ସମ୍ବଲପୁରୀ କୁର୍ତ୍ତି, କୁର୍ତିସେଟ୍ ଆଉ ଶାଢ଼ୀ କଲରଫୁଲ୍ ଦୁପଟ୍ଟା ଏବଂ ଷ୍ଟୋଲ ର ନୂଆ ନୂଆ ଡିଜାଇନ୍ ଆସିଯାଇଛି ଆପଣ ମାନଙ୍କ ପାଇଁ, ରଙ୍ଗ ବେରଙ୍ଗ ର କୁର୍ତି, କୁର୍ତିସେଟ, ସମ୍ବଲପୁରୀ କୁର୍ଟି ସେଟ୍, ଗାଉନ, ଆଉ ପୁଅ ମାନଙ୍କ ପାଇଁ ସମ୍ବଲପୁରୀ ହାଫ୍ ସାର୍ଟ ର ନୂଆ କଲେକ୍ସନ ଆସିଛି। ଷ୍ଟକ୍ ସରିବା ପୂର୍ବରୁ ଦୋକାନ ଆସି ଭିଜିଟ କରନ୍ତୁ

2 hrs ago
user_Goutam Das
Goutam Das
Business-to-Business service ରେମୁଣା, ବାଲେଶ୍ୱର, ଓଡ଼ିଶା•
2 hrs ago
6c7a28bb-6977-4101-b109-0eb5e2bf4a16
44cebfde-dffe-40a1-b1ff-9927750ee193
5108acbf-9d27-4eab-b945-8607e3ea71b6
215157b2-fe00-4f01-988f-69019d5880ac

ସୂତା ଦୁପଟ୍ଟା , ସମ୍ବଲପୁରୀ କୁର୍ତ୍ତି, କୁର୍ତିସେଟ୍ ଆଉ ଶାଢ଼ୀ କଲରଫୁଲ୍ ଦୁପଟ୍ଟା ଏବଂ ଷ୍ଟୋଲ ର ନୂଆ ନୂଆ ଡିଜାଇନ୍ ଆସିଯାଇଛି ଆପଣ ମାନଙ୍କ ପାଇଁ, ରଙ୍ଗ ବେରଙ୍ଗ ର କୁର୍ତି, କୁର୍ତିସେଟ, ସମ୍ବଲପୁରୀ କୁର୍ଟି ସେଟ୍, ଗାଉନ, ଆଉ ପୁଅ ମାନଙ୍କ ପାଇଁ ସମ୍ବଲପୁରୀ ହାଫ୍ ସାର୍ଟ ର ନୂଆ କଲେକ୍ସନ ଆସିଛି। ଷ୍ଟକ୍ ସରିବା ପୂର୍ବରୁ ଦୋକାନ ଆସି ଭିଜିଟ କରନ୍ତୁ

More news from ଓଡ଼ିଶା and nearby areas
  • ସିମୁଳିଆ ଠାରେ ବସ ଦୁର୍ଘଟଣା, ଟ୍ରକ ପଛ ପଟେ ପିଟିଲା ଯାତ୍ରୀବାହୀ ବସ, ୭ ଯାତ୍ରୀ ଆହତ।
    1
    ସିମୁଳିଆ ଠାରେ ବସ ଦୁର୍ଘଟଣା, ଟ୍ରକ ପଛ ପଟେ ପିଟିଲା ଯାତ୍ରୀବାହୀ ବସ, ୭ ଯାତ୍ରୀ ଆହତ।
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    53 min ago
  • ଜୀବନ ର ମୂଲ୍ୟ କିଛି ନୂହୋ,,,
    1
    ଜୀବନ ର ମୂଲ୍ୟ କିଛି ନୂହୋ,,,
    user_SMRUTISWARUP MUDULI
    SMRUTISWARUP MUDULI
    Auditor ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    7 hrs ago
  • ବାଲେଶ୍ୱର: ଆଜି ଅପରାହ୍ନରେ ସ୍ଥାନୀୟ ରୟାଲ କୁଇନ୍ ମଣ୍ଡପରେ “ନାରୀଶକ୍ତି ବନ୍ଦନ ଅଧିନିୟମ – ସଶକ୍ତ ନାରୀ, ସଶକ୍ତ ଭାରତ” ବିଷୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ଶୋଭନା ମହାନ୍ତି ଉପସ୍ଥିତ ରହି ଅଧିନିୟମ ସମ୍ପର୍କରେ ବିସ୍ତୃତ ତଥ୍ୟ ଦେଇଥିଲେ। ନାରୀ ନେତ୍ରୀ ସିପ୍ରା ରେଖା ମହାପାତ୍ର ମଞ୍ଚାସୀନ ଥାଇ ସଭାକୁ ସମ୍ବୋଧନ କରିଥିଲେ। ସେମାନେ କହିଥିଲେ ଯେ ଚଳିତ ମାସ ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ନାରୀଶକ୍ତି ପାଇଁ ବିଶେଷ ତିନିଦିନିଆ ଅଧିବେଶନ ହେବାକୁ ଯାଉଛି, ଯାହାକୁ ଦେଶର ଅମୃତକାଳର ଗୁରୁତ୍ୱପୂର୍ଣ୍ଣ ଅମୃତବେଳା ବୋଲି ବର୍ଣ୍ଣନା କରାଯାଇଛି। ୩୩ ପ୍ରତିଶତ ମହିଳା ସଂରକ୍ଷଣ କେବଳ ପ୍ରତିନିଧିତ୍ୱ ବୃଦ୍ଧି ନୁହେଁ, ବରଂ ନୀତି ନିର୍ମାଣକୁ ଅଧିକ ସମାବେଶୀ, ସମ୍ବେଦନଶୀଳ ଓ ପ୍ରଭାବଶାଳୀ କରିବାରେ ମୂଳ ଆଧାର ହେବ ବୋଲି ସେମାନେ ଉଲ୍ଲେଖ କରିଥିଲେ। “ସମ୍ମାନ, ସୁରକ୍ଷା, ସମାନତା, ସହଭାଗିତା, ସଶକ୍ତିକରଣ, ସ୍ୱାବଳମ୍ବନ ଓ ସମ୍ମାନଜନକ ନେତୃତ୍ୱ” — ଏହି ୭ ‘ସ’ ନାରୀ ଅଧିକାରର ମୂଳ ଆଧାର ଭାବେ ଉପସ୍ଥାପିତ ହୋଇଥିଲା। ମହିଳାମାନେ କେବଳ ନୀତିର ହିତାଧିକାରୀ ନୁହେଁ, ନୀତି ନିର୍ମାତା ଭାବେ ଉଭୟ ସ୍ଥାନ ନେବେ ବୋଲି କୁହାଯାଇଛି। ସମ୍ମିଳନୀରେ କେନ୍ଦ୍ର ସରକାରଙ୍କ ମହିଳା କେନ୍ଦ୍ରିକ ବିଭିନ୍ନ ଯୋଜନା — ଘରେ ଘରେ ଶୌଚାଳୟ, ଜନଧନ ଯୋଜନାରେ ବ୍ୟାଙ୍କ ଖାତା, ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ ସିଲିଣ୍ଡର, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହିଳା ମାଲିକାନା ଘର ଏବଂ ସ୍ୱୟଂସହାୟକ ଗୋଷ୍ଠୀ ମାଧ୍ୟମରେ “ଲକ୍ଷପତି ଦିଦି” ତିଆରି କରାଯାଇଥିବାକୁ ମହିଳା ସଶକ୍ତିକରଣର ଭିତି ଭାବେ ଉଲ୍ଲେଖ କରାଯାଇଥିଲା। ଓଡ଼ିଶାରେ ସୁଭଦ୍ରା ଯୋଜନାକୁ ମଧ୍ୟ ଏହାର ଏକ ଉଦାହରଣ ଭାବେ ପ୍ରଶଂସା କରାଯାଇଥିଲା।
    1
    ବାଲେଶ୍ୱର: ଆଜି ଅପରାହ୍ନରେ ସ୍ଥାନୀୟ ରୟାଲ କୁଇନ୍ ମଣ୍ଡପରେ “ନାରୀଶକ୍ତି ବନ୍ଦନ ଅଧିନିୟମ – ସଶକ୍ତ ନାରୀ, ସଶକ୍ତ ଭାରତ” ବିଷୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ଶୋଭନା ମହାନ୍ତି ଉପସ୍ଥିତ ରହି ଅଧିନିୟମ ସମ୍ପର୍କରେ ବିସ୍ତୃତ ତଥ୍ୟ ଦେଇଥିଲେ। ନାରୀ ନେତ୍ରୀ ସିପ୍ରା ରେଖା ମହାପାତ୍ର ମଞ୍ଚାସୀନ ଥାଇ ସଭାକୁ ସମ୍ବୋଧନ କରିଥିଲେ।
ସେମାନେ କହିଥିଲେ ଯେ ଚଳିତ ମାସ ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ନାରୀଶକ୍ତି ପାଇଁ ବିଶେଷ ତିନିଦିନିଆ ଅଧିବେଶନ ହେବାକୁ ଯାଉଛି, ଯାହାକୁ ଦେଶର ଅମୃତକାଳର ଗୁରୁତ୍ୱପୂର୍ଣ୍ଣ ଅମୃତବେଳା ବୋଲି ବର୍ଣ୍ଣନା କରାଯାଇଛି। ୩୩ ପ୍ରତିଶତ ମହିଳା ସଂରକ୍ଷଣ କେବଳ ପ୍ରତିନିଧିତ୍ୱ ବୃଦ୍ଧି ନୁହେଁ, ବରଂ ନୀତି ନିର୍ମାଣକୁ ଅଧିକ ସମାବେଶୀ, ସମ୍ବେଦନଶୀଳ ଓ ପ୍ରଭାବଶାଳୀ କରିବାରେ ମୂଳ ଆଧାର ହେବ ବୋଲି ସେମାନେ ଉଲ୍ଲେଖ କରିଥିଲେ।
“ସମ୍ମାନ, ସୁରକ୍ଷା, ସମାନତା, ସହଭାଗିତା, ସଶକ୍ତିକରଣ, ସ୍ୱାବଳମ୍ବନ ଓ ସମ୍ମାନଜନକ ନେତୃତ୍ୱ” — ଏହି ୭ ‘ସ’ ନାରୀ ଅଧିକାରର ମୂଳ ଆଧାର ଭାବେ ଉପସ୍ଥାପିତ ହୋଇଥିଲା। ମହିଳାମାନେ କେବଳ ନୀତିର ହିତାଧିକାରୀ ନୁହେଁ, ନୀତି ନିର୍ମାତା ଭାବେ ଉଭୟ ସ୍ଥାନ ନେବେ ବୋଲି କୁହାଯାଇଛି।
ସମ୍ମିଳନୀରେ କେନ୍ଦ୍ର ସରକାରଙ୍କ ମହିଳା କେନ୍ଦ୍ରିକ ବିଭିନ୍ନ ଯୋଜନା — ଘରେ ଘରେ ଶୌଚାଳୟ, ଜନଧନ ଯୋଜନାରେ ବ୍ୟାଙ୍କ ଖାତା, ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ ସିଲିଣ୍ଡର, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହିଳା ମାଲିକାନା ଘର ଏବଂ ସ୍ୱୟଂସହାୟକ ଗୋଷ୍ଠୀ ମାଧ୍ୟମରେ “ଲକ୍ଷପତି ଦିଦି” ତିଆରି କରାଯାଇଥିବାକୁ ମହିଳା ସଶକ୍ତିକରଣର ଭିତି ଭାବେ ଉଲ୍ଲେଖ କରାଯାଇଥିଲା। ଓଡ଼ିଶାରେ ସୁଭଦ୍ରା ଯୋଜନାକୁ ମଧ୍ୟ ଏହାର ଏକ ଉଦାହରଣ ଭାବେ ପ୍ରଶଂସା କରାଯାଇଥିଲା।
    user_Journalist Harishankar Jena
    Journalist Harishankar Jena
    Media company ବାଲେଶ୍ୱର ସଦର, ବାଲେଶ୍ୱର, ଓଡ଼ିଶା•
    7 hrs ago
  • 14/04/2026 ଖଇରା, ଗଣ୍ଡିବବଡ଼ , ମାର୍କେଟ ପଡିଆ ରେ ପାଳିତ ହେଲା ନିଆଁ ପାଟୁଆ ଏଥିରେ ଶହ ଶହ ପାଟୁଆ ଜଳନ୍ତା ନିଆଁ ରେ ଚାଳୁଥିଲେ
    1
    14/04/2026 ଖଇରା, ଗଣ୍ଡିବବଡ଼ , ମାର୍କେଟ ପଡିଆ ରେ ପାଳିତ ହେଲା ନିଆଁ ପାଟୁଆ ଏଥିରେ ଶହ ଶହ ପାଟୁଆ ଜଳନ୍ତା ନିଆଁ ରେ ଚାଳୁଥିଲେ
    user_RAKESH KUMAR MOHANTY
    RAKESH KUMAR MOHANTY
    Teacher ଖଇରା, ବାଲେଶ୍ୱର, ଓଡ଼ିଶା•
    20 hrs ago
  • #ସମ୍ବିଧାନ_ପ୍ରଣେତା_ଡଃ_ବି_ଆର୍_ଆମ୍ବେଦକରଙ୍କ_ଜୟନ୍ତୀ_ପାଳିତ ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ଭେଲୋରା ପଞ୍ଚାୟତ ତାରିଣୀ କଲ୍ୟାଣମଣ୍ଡପ ଠାରେ ଆମ୍ବେଦକର ବିଚାର ମଞ୍ଚ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି।
    1
    #ସମ୍ବିଧାନ_ପ୍ରଣେତା_ଡଃ_ବି_ଆର୍_ଆମ୍ବେଦକରଙ୍କ_ଜୟନ୍ତୀ_ପାଳିତ 
ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ଭେଲୋରା ପଞ୍ଚାୟତ ତାରିଣୀ କଲ୍ୟାଣମଣ୍ଡପ ଠାରେ ଆମ୍ବେଦକର ବିଚାର ମଞ୍ଚ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି।
    user_Mahima tv Rajesh Kumar Giri
    Mahima tv Rajesh Kumar Giri
    Voice of people ବାସ୍ତା, ବାଲେଶ୍ୱର, ଓଡ଼ିଶା•
    21 hrs ago
  • ସୁବର୍ଣ୍ଣରେଖା ନଦୀ ରେ ଗୋଧୋଉଥିବା ବେଳେ ନଦୀ ରେ ଭାସି ନାବାଳକ ନିଖୋଜ, ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଅନ୍ତର୍ଗତ ଗୋବର୍ଧନପୁର ଗ୍ରାମର ଚିତ୍ରମ ନାଥ ଙ୍କ ପନ୍ଦର ବର୍ଷ ର ପୂଅ ସୂନିଲ ନାଥ ଆଜି ସକାଳେ ସୁବର୍ଣ୍ଣରେଖା ନଦୀ କୁ ଗୋଧୋଇବାକୁ ଆସିଥିବା ବେଳେ ପ୍ରଖର ପାଣି ସ୍ରୋତ ରେ ଭାସି ଯାଇ ଥିଲେ, ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ନଦୀ ଘାଟ କୁ ଆସି ଖୋଜାଖୋଜି କରିଥିଲେ ମଧ୍ଯ ସୂନିଲ ର କୌଣସି ସନ୍ଧାନ ମିଳି ନଥିଲା, ଖବର ପାଇ ବସ୍ତା ଅଗ୍ନିଶମ ବିଭାଗ ଏବଂ ଓଡ୍ରାଫ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛି
    1
    ସୁବର୍ଣ୍ଣରେଖା ନଦୀ ରେ ଗୋଧୋଉଥିବା ବେଳେ ନଦୀ ରେ ଭାସି ନାବାଳକ ନିଖୋଜ, ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଅନ୍ତର୍ଗତ ଗୋବର୍ଧନପୁର ଗ୍ରାମର ଚିତ୍ରମ ନାଥ ଙ୍କ ପନ୍ଦର ବର୍ଷ ର ପୂଅ ସୂନିଲ ନାଥ ଆଜି ସକାଳେ ସୁବର୍ଣ୍ଣରେଖା ନଦୀ କୁ ଗୋଧୋଇବାକୁ ଆସିଥିବା ବେଳେ ପ୍ରଖର ପାଣି ସ୍ରୋତ ରେ ଭାସି ଯାଇ ଥିଲେ, ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ନଦୀ ଘାଟ କୁ ଆସି ଖୋଜାଖୋଜି କରିଥିଲେ ମଧ୍ଯ ସୂନିଲ ର କୌଣସି ସନ୍ଧାନ ମିଳି ନଥିଲା, ଖବର ପାଇ ବସ୍ତା ଅଗ୍ନିଶମ ବିଭାଗ ଏବଂ ଓଡ୍ରାଫ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛି
    user_Pradeep Jena 9090008815
    Pradeep Jena 9090008815
    ଜଳେଶ୍ୱର, ବାଲେଶ୍ୱର, ଓଡ଼ିଶା•
    1 hr ago
  • ଜୟ ଶ୍ରୀ ରାମ! ଆଜିର ପବିତ୍ର ଦିନରେ, ସାରା ରାଜ୍ୟରେ ଶୁଣାଯାଉଛି ବଜରଙ୍ଗବଲୀଙ୍କ ଜୟଗାନ। ଏହି ବିଶେଷ ଦିନରେ, ବିଶେଷ କରି ମୟୂରଭଞ୍ଜର ବାରିପଦା ସହରରେ ଏକ ଅଭୂତପୂର୍ବ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି।"
    1
    ଜୟ ଶ୍ରୀ ରାମ! ଆଜିର ପବିତ୍ର ଦିନରେ, ସାରା ରାଜ୍ୟରେ ଶୁଣାଯାଉଛି ବଜରଙ୍ଗବଲୀଙ୍କ ଜୟଗାନ। ଏହି ବିଶେଷ ଦିନରେ, ବିଶେଷ କରି ମୟୂରଭଞ୍ଜର ବାରିପଦା ସହରରେ ଏକ ଅଭୂତପୂର୍ବ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି।"
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    4 hrs ago
  • ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଧିନ ୧୬ନଂ ଜାତୀୟ ରାଜପଥର ମାଟିଆପଡ଼ା ଛକ ନିକଟରେ ଏକ ଟ୍ରାଭେଲର ଓଲଟି ଜଣଙ୍କର ମୃତ୍ୟୁ,୫ ଗୁରୁତର।
    1
    ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅଧିନ ୧୬ନଂ ଜାତୀୟ ରାଜପଥର ମାଟିଆପଡ଼ା ଛକ ନିକଟରେ ଏକ ଟ୍ରାଭେଲର ଓଲଟି ଜଣଙ୍କର ମୃତ୍ୟୁ,୫ ଗୁରୁତର।
    user_Odisha News Express
    Odisha News Express
    ବାଲେଶ୍ୱର (M), ବାଲେଶ୍ୱର, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.