logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

।।ବେଲପାହାଡ଼ ଇଂଲିଶ ମିଡିୟମ ବିଦ୍ୟାଳୟ ର ୩୯ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ।। ବେଲପାହାଡ଼ ର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ବେଲପାହାଡ଼ ଇଂଲିଶ ମିଡିୟମ ବିଦ୍ୟାଳୟ ର ୩୯ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟ ର ନିଜସ୍ଵ ଷ୍ଟେଡିୟମ ରେ ଶୁକ୍ରବାର ଦିନ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୂଖ୍ୟ ଅତିଥି ଭାବରେ ଟିଆର ଏଲ କ୍ରୋଶାକି ରିଫ୍ରେକ୍ଟୋରିଜ ଲିମିଟେଡ଼ ର ପରିଚାଳନା ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ନାଏକ ଉପସ୍ଥିତ ଥିଲେ । ସମ୍ମାନୀତ ଅତିଥି ଭାବରେ ଶ୍ରୀମତି ଅନିତା ନାଏକ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ।ମୂଖ୍ୟ ଅତିଥି ନିଜ ଅଭିଭାଷଣ ରେ ଛାତ୍ର ଛାତ୍ରୀ ମାନଙ୍କୁ ନିଜ ମାତା ପିତା ଓ ଗୁରୁ ମାନଙ୍କୁ ସବୁବେଳେ ସମ୍ମାନ ଦେବା ପାଇଁ ପରାମର୍ଶ ଦେଇଥିବା ବେଳେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଛାତ୍ର ଛାତ୍ରୀ ମାନଙ୍କ ଉତ୍ସାହ ବୃଦ୍ଧି ପାଇଁ ପ୍ରୋତ୍ସାହିତ କରିବାପାଇଁ ଉପଦେଶ ଦେଇଥିଲେ । ବିଦ୍ୟାଳୟ ର ପରିଚାଳନା କମିଟିର ସଭାପତି କୁମାର ହେରମ୍ବ ନାରାୟଣ ନାଏକ ସଭାପତିତ୍ୱ କରିଥିବା ବେଳେ ନିଜ ବକ୍ତବ୍ୟ ରେ ବିଦ୍ୟାଳୟ ର ଉନ୍ନତୀ ମୂଳକ କାର୍ଯ୍ୟକ୍ରମ "ପ୍ରଗତି" ଉପରେ ଗୁରୁତ୍ୱ ଆରୋପ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସମ୍ପାଦକ ଅମ୍ବରିଶ ଘୋଷ ସ୍ୱାଗତ ଭାଷଣ ଉପସ୍ଥାପନା କରିଥିଲେ । ବିଦ୍ୟାଳୟ ର ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ମହାପାତ୍ର ବାର୍ଷିକ ବିବରଣୀ ପାଠ କରିଥିଲେ । ବରିଷ୍ଠ ଶିକ୍ଷୟିତ୍ରୀ ପିଙ୍କି ଭଟ୍ଟାଚାର୍ଯ୍ୟି ଓ ଶୁଭଶ୍ମିତା ମହାନ୍ତି ମଞ୍ଚ ପରିଚାଳନା କରିଥିବା ବେଳେ ବିଜୟ କୁମାର ଗୌଡ଼ ସୁରକ୍ଷା ସମ୍ବନ୍ଧୀୟ ସୂଚନା ପ୍ରଦାନ କରିଥିଲେ । ଶେଷରେ ହମିଦ କୁମାର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ଗତବର୍ଷ କାଉନସିଲ ପରୀକ୍ଷାରେ ଭକ୍ତୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଛାତ୍ର ବିଭାଶ କୁମାର ନାୟକ କୁ ଟିଆରଏଲ କ୍ରୋଶାକି ଏକ୍ସଲେନ୍ସ ଆୱାର୍ଡ ଏବଂ ଓମ୍ ଶ୍ରୀବାସ୍ତବ କୁ ଶ୍ରେଷ୍ଠ ଖେଳାଳୀ ଭାବରେ ପୁରସ୍କୃତ କରାଯାଇଥିଲା । ଗତ ବର୍ଷ କାଉନସିଲ ପରୀକ୍ଷାରେ ଦଶମ ଶ୍ରେଣୀରେ ପ୍ରଥମ ହୋଇଥିବା ଶୌରଭ ଅଗ୍ରୱାଲ, ଦ୍ୱିତୀୟ ବିଭାଶ ନାୟକ ଓ ତୃତୀୟ ଅନସିରାଜ ସିଂ, ଦ୍ଵାଦଶ ଶ୍ରେଣୀ ପାଇଁ ବିଜ୍ଞାନ ରେ ଅନିକେତ ଚୌବେ, କ୍ରିଶ ଗୁପ୍ତା, ଆର୍ୟନ କୁମାର ଓ ଅନୁସ୍କା ପ୍ରଧାନ ବାଣିଜ୍ୟ ରେ ବୁଶ୍ରା ବାନୋ , ଆଦିତି ଇପ୍ସିତା, ଇଶାନ ଶୁକ୍ଳା ପୁରସ୍କୃତ ହୋଇଥିଲେ । ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରେ ଶୁନି ରାଣୀ ପଣ୍ଡା, ସୁନନ୍ତ ପଣ୍ଡା, ହମିଦ କୁମାର ମହାପାତ୍ର, ରୁବି ଡାନିଏଲ, ପିଙ୍କି ଭଟ୍ଟାଚାର୍ଯ୍ୟି, ସୀମା ସାହୁ ଓ ଏମ ଡି ସାହିଦ ଙ୍କୁ ସମ୍ମାନୀତ କରାଯାଇଥିଲା । ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ହଜାର ହଜାର ଦର୍ଶକ ଉପସ୍ଥିତ ରହି ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ କରିଥିଲେ ଓ ପ୍ରଂଶସା କରିଥିଲେ ।

12 hrs ago
user_Soubhagya Ranjan Sahu
Soubhagya Ranjan Sahu
Belpahar, Jharsuguda•
12 hrs ago

।।ବେଲପାହାଡ଼ ଇଂଲିଶ ମିଡିୟମ ବିଦ୍ୟାଳୟ ର ୩୯ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ।। ବେଲପାହାଡ଼ ର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ବେଲପାହାଡ଼ ଇଂଲିଶ ମିଡିୟମ ବିଦ୍ୟାଳୟ ର ୩୯ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟ ର ନିଜସ୍ଵ ଷ୍ଟେଡିୟମ ରେ ଶୁକ୍ରବାର ଦିନ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୂଖ୍ୟ ଅତିଥି ଭାବରେ ଟିଆର ଏଲ କ୍ରୋଶାକି ରିଫ୍ରେକ୍ଟୋରିଜ ଲିମିଟେଡ଼ ର ପରିଚାଳନା ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ନାଏକ ଉପସ୍ଥିତ ଥିଲେ । ସମ୍ମାନୀତ ଅତିଥି ଭାବରେ ଶ୍ରୀମତି ଅନିତା ନାଏକ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ।ମୂଖ୍ୟ ଅତିଥି ନିଜ ଅଭିଭାଷଣ ରେ ଛାତ୍ର ଛାତ୍ରୀ ମାନଙ୍କୁ ନିଜ ମାତା ପିତା ଓ ଗୁରୁ ମାନଙ୍କୁ ସବୁବେଳେ ସମ୍ମାନ ଦେବା ପାଇଁ ପରାମର୍ଶ ଦେଇଥିବା ବେଳେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଛାତ୍ର ଛାତ୍ରୀ ମାନଙ୍କ ଉତ୍ସାହ ବୃଦ୍ଧି ପାଇଁ ପ୍ରୋତ୍ସାହିତ କରିବାପାଇଁ ଉପଦେଶ ଦେଇଥିଲେ । ବିଦ୍ୟାଳୟ ର ପରିଚାଳନା କମିଟିର ସଭାପତି କୁମାର ହେରମ୍ବ ନାରାୟଣ ନାଏକ ସଭାପତିତ୍ୱ କରିଥିବା ବେଳେ ନିଜ ବକ୍ତବ୍ୟ ରେ ବିଦ୍ୟାଳୟ ର ଉନ୍ନତୀ ମୂଳକ କାର୍ଯ୍ୟକ୍ରମ "ପ୍ରଗତି" ଉପରେ ଗୁରୁତ୍ୱ ଆରୋପ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସମ୍ପାଦକ ଅମ୍ବରିଶ ଘୋଷ ସ୍ୱାଗତ ଭାଷଣ ଉପସ୍ଥାପନା କରିଥିଲେ । ବିଦ୍ୟାଳୟ ର ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ମହାପାତ୍ର ବାର୍ଷିକ ବିବରଣୀ ପାଠ କରିଥିଲେ । ବରିଷ୍ଠ ଶିକ୍ଷୟିତ୍ରୀ ପିଙ୍କି ଭଟ୍ଟାଚାର୍ଯ୍ୟି ଓ ଶୁଭଶ୍ମିତା ମହାନ୍ତି ମଞ୍ଚ ପରିଚାଳନା କରିଥିବା ବେଳେ ବିଜୟ କୁମାର ଗୌଡ଼ ସୁରକ୍ଷା ସମ୍ବନ୍ଧୀୟ ସୂଚନା ପ୍ରଦାନ କରିଥିଲେ । ଶେଷରେ ହମିଦ କୁମାର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ଗତବର୍ଷ କାଉନସିଲ ପରୀକ୍ଷାରେ ଭକ୍ତୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଛାତ୍ର ବିଭାଶ କୁମାର ନାୟକ କୁ ଟିଆରଏଲ କ୍ରୋଶାକି ଏକ୍ସଲେନ୍ସ ଆୱାର୍ଡ ଏବଂ ଓମ୍ ଶ୍ରୀବାସ୍ତବ କୁ ଶ୍ରେଷ୍ଠ ଖେଳାଳୀ ଭାବରେ ପୁରସ୍କୃତ କରାଯାଇଥିଲା । ଗତ ବର୍ଷ କାଉନସିଲ ପରୀକ୍ଷାରେ ଦଶମ ଶ୍ରେଣୀରେ ପ୍ରଥମ ହୋଇଥିବା ଶୌରଭ ଅଗ୍ରୱାଲ, ଦ୍ୱିତୀୟ ବିଭାଶ ନାୟକ ଓ ତୃତୀୟ ଅନସିରାଜ ସିଂ, ଦ୍ଵାଦଶ ଶ୍ରେଣୀ ପାଇଁ ବିଜ୍ଞାନ ରେ ଅନିକେତ ଚୌବେ, କ୍ରିଶ ଗୁପ୍ତା, ଆର୍ୟନ କୁମାର ଓ ଅନୁସ୍କା ପ୍ରଧାନ ବାଣିଜ୍ୟ ରେ ବୁଶ୍ରା ବାନୋ , ଆଦିତି ଇପ୍ସିତା, ଇଶାନ ଶୁକ୍ଳା ପୁରସ୍କୃତ ହୋଇଥିଲେ । ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରେ ଶୁନି ରାଣୀ ପଣ୍ଡା, ସୁନନ୍ତ ପଣ୍ଡା, ହମିଦ କୁମାର ମହାପାତ୍ର, ରୁବି ଡାନିଏଲ, ପିଙ୍କି ଭଟ୍ଟାଚାର୍ଯ୍ୟି, ସୀମା ସାହୁ ଓ ଏମ ଡି ସାହିଦ ଙ୍କୁ ସମ୍ମାନୀତ କରାଯାଇଥିଲା । ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ହଜାର ହଜାର ଦର୍ଶକ ଉପସ୍ଥିତ ରହି ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ କରିଥିଲେ ଓ ପ୍ରଂଶସା କରିଥିଲେ ।

More news from Jharsuguda and nearby areas
  • ବେଲପାହାଡ଼ ର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ବେଲପାହାଡ଼ ଇଂଲିଶ ମିଡିୟମ ବିଦ୍ୟାଳୟ ର ୩୯ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟ ର ନିଜସ୍ଵ ଷ୍ଟେଡିୟମ ରେ ଶୁକ୍ରବାର ଦିନ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୂଖ୍ୟ ଅତିଥି ଭାବରେ ଟିଆର ଏଲ କ୍ରୋଶାକି ରିଫ୍ରେକ୍ଟୋରିଜ ଲିମିଟେଡ଼ ର ପରିଚାଳନା ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ନାଏକ ଉପସ୍ଥିତ ଥିଲେ । ସମ୍ମାନୀତ ଅତିଥି ଭାବରେ ଶ୍ରୀମତି ଅନିତା ନାଏକ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ।ମୂଖ୍ୟ ଅତିଥି ନିଜ ଅଭିଭାଷଣ ରେ ଛାତ୍ର ଛାତ୍ରୀ ମାନଙ୍କୁ ନିଜ ମାତା ପିତା ଓ ଗୁରୁ ମାନଙ୍କୁ ସବୁବେଳେ ସମ୍ମାନ ଦେବା ପାଇଁ ପରାମର୍ଶ ଦେଇଥିବା ବେଳେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଛାତ୍ର ଛାତ୍ରୀ ମାନଙ୍କ ଉତ୍ସାହ ବୃଦ୍ଧି ପାଇଁ ପ୍ରୋତ୍ସାହିତ କରିବାପାଇଁ ଉପଦେଶ ଦେଇଥିଲେ । ବିଦ୍ୟାଳୟ ର ପରିଚାଳନା କମିଟିର ସଭାପତି କୁମାର ହେରମ୍ବ ନାରାୟଣ ନାଏକ ସଭାପତିତ୍ୱ କରିଥିବା ବେଳେ ନିଜ ବକ୍ତବ୍ୟ ରେ ବିଦ୍ୟାଳୟ ର ଉନ୍ନତୀ ମୂଳକ କାର୍ଯ୍ୟକ୍ରମ "ପ୍ରଗତି" ଉପରେ ଗୁରୁତ୍ୱ ଆରୋପ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସମ୍ପାଦକ ଅମ୍ବରିଶ ଘୋଷ ସ୍ୱାଗତ ଭାଷଣ ଉପସ୍ଥାପନା କରିଥିଲେ । ବିଦ୍ୟାଳୟ ର ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ମହାପାତ୍ର ବାର୍ଷିକ ବିବରଣୀ ପାଠ କରିଥିଲେ । ବରିଷ୍ଠ ଶିକ୍ଷୟିତ୍ରୀ ପିଙ୍କି ଭଟ୍ଟାଚାର୍ଯ୍ୟି ଓ ଶୁଭଶ୍ମିତା ମହାନ୍ତି ମଞ୍ଚ ପରିଚାଳନା କରିଥିବା ବେଳେ ବିଜୟ କୁମାର ଗୌଡ଼ ସୁରକ୍ଷା ସମ୍ବନ୍ଧୀୟ ସୂଚନା ପ୍ରଦାନ କରିଥିଲେ । ଶେଷରେ ହମିଦ କୁମାର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ଗତବର୍ଷ କାଉନସିଲ ପରୀକ୍ଷାରେ ଭକ୍ତୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ଛାତ୍ର ବିଭାଶ କୁମାର ନାୟକ କୁ ଟିଆରଏଲ କ୍ରୋଶାକି ଏକ୍ସଲେନ୍ସ ଆୱାର୍ଡ ଏବଂ ଓମ୍ ଶ୍ରୀବାସ୍ତବ କୁ ଶ୍ରେଷ୍ଠ ଖେଳାଳୀ ଭାବରେ ପୁରସ୍କୃତ କରାଯାଇଥିଲା । ଗତ ବର୍ଷ କାଉନସିଲ ପରୀକ୍ଷାରେ ଦଶମ ଶ୍ରେଣୀରେ ପ୍ରଥମ ହୋଇଥିବା ଶୌରଭ ଅଗ୍ରୱାଲ, ଦ୍ୱିତୀୟ ବିଭାଶ ନାୟକ ଓ ତୃତୀୟ ଅନସିରାଜ ସିଂ, ଦ୍ଵାଦଶ ଶ୍ରେଣୀ ପାଇଁ ବିଜ୍ଞାନ ରେ ଅନିକେତ ଚୌବେ, କ୍ରିଶ ଗୁପ୍ତା, ଆର୍ୟନ କୁମାର ଓ ଅନୁସ୍କା ପ୍ରଧାନ ବାଣିଜ୍ୟ ରେ ବୁଶ୍ରା ବାନୋ , ଆଦିତି ଇପ୍ସିତା, ଇଶାନ ଶୁକ୍ଳା ପୁରସ୍କୃତ ହୋଇଥିଲେ । ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରେ ଶୁନି ରାଣୀ ପଣ୍ଡା, ସୁନନ୍ତ ପଣ୍ଡା, ହମିଦ କୁମାର ମହାପାତ୍ର, ରୁବି ଡାନିଏଲ, ପିଙ୍କି ଭଟ୍ଟାଚାର୍ଯ୍ୟି, ସୀମା ସାହୁ ଓ ଏମ ଡି ସାହିଦ ଙ୍କୁ ସମ୍ମାନୀତ କରାଯାଇଥିଲା । ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ହଜାର ହଜାର ଦର୍ଶକ ଉପସ୍ଥିତ ରହି ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ କରିଥିଲେ ଓ ପ୍ରଂଶସା କରିଥିଲେ ।
    1
    ବେଲପାହାଡ଼ ର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ବେଲପାହାଡ଼ ଇଂଲିଶ ମିଡିୟମ ବିଦ୍ୟାଳୟ ର ୩୯ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟ ର ନିଜସ୍ଵ ଷ୍ଟେଡିୟମ ରେ ଶୁକ୍ରବାର ଦିନ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୂଖ୍ୟ ଅତିଥି ଭାବରେ ଟିଆର ଏଲ କ୍ରୋଶାକି ରିଫ୍ରେକ୍ଟୋରିଜ ଲିମିଟେଡ଼ ର ପରିଚାଳନା ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ନାଏକ ଉପସ୍ଥିତ ଥିଲେ । ସମ୍ମାନୀତ ଅତିଥି ଭାବରେ ଶ୍ରୀମତି ଅନିତା ନାଏକ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ।ମୂଖ୍ୟ ଅତିଥି ନିଜ ଅଭିଭାଷଣ ରେ ଛାତ୍ର ଛାତ୍ରୀ ମାନଙ୍କୁ  ନିଜ ମାତା ପିତା ଓ ଗୁରୁ ମାନଙ୍କୁ ସବୁବେଳେ ସମ୍ମାନ ଦେବା ପାଇଁ ପରାମର୍ଶ ଦେଇଥିବା ବେଳେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଛାତ୍ର ଛାତ୍ରୀ ମାନଙ୍କ  ଉତ୍ସାହ ବୃଦ୍ଧି ପାଇଁ ପ୍ରୋତ୍ସାହିତ କରିବାପାଇଁ ଉପଦେଶ ଦେଇଥିଲେ । ବିଦ୍ୟାଳୟ ର ପରିଚାଳନା କମିଟିର ସଭାପତି କୁମାର ହେରମ୍ବ ନାରାୟଣ ନାଏକ ସଭାପତିତ୍ୱ କରିଥିବା ବେଳେ ନିଜ ବକ୍ତବ୍ୟ ରେ ବିଦ୍ୟାଳୟ ର ଉନ୍ନତୀ ମୂଳକ କାର୍ଯ୍ୟକ୍ରମ "ପ୍ରଗତି" ଉପରେ ଗୁରୁତ୍ୱ ଆରୋପ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସମ୍ପାଦକ ଅମ୍ବରିଶ ଘୋଷ ସ୍ୱାଗତ ଭାଷଣ ଉପସ୍ଥାପନା କରିଥିଲେ । ବିଦ୍ୟାଳୟ ର ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ମହାପାତ୍ର ବାର୍ଷିକ ବିବରଣୀ ପାଠ କରିଥିଲେ ।  ବରିଷ୍ଠ ଶିକ୍ଷୟିତ୍ରୀ ପିଙ୍କି ଭଟ୍ଟାଚାର୍ଯ୍ୟି ଓ ଶୁଭଶ୍ମିତା ମହାନ୍ତି ମଞ୍ଚ ପରିଚାଳନା କରିଥିବା ବେଳେ ବିଜୟ କୁମାର ଗୌଡ଼ ସୁରକ୍ଷା ସମ୍ବନ୍ଧୀୟ ସୂଚନା ପ୍ରଦାନ କରିଥିଲେ । ଶେଷରେ  ହମିଦ କୁମାର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ଗତବର୍ଷ କାଉନସିଲ ପରୀକ୍ଷାରେ ଭକ୍ତୃଷ୍ଟ ପ୍ରଦର୍ଶନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।  ଛାତ୍ର ବିଭାଶ କୁମାର ନାୟକ କୁ ଟିଆରଏଲ କ୍ରୋଶାକି ଏକ୍ସଲେନ୍ସ ଆୱାର୍ଡ ଏବଂ ଓମ୍ ଶ୍ରୀବାସ୍ତବ କୁ ଶ୍ରେଷ୍ଠ ଖେଳାଳୀ ଭାବରେ ପୁରସ୍କୃତ କରାଯାଇଥିଲା । ଗତ ବର୍ଷ କାଉନସିଲ ପରୀକ୍ଷାରେ ଦଶମ ଶ୍ରେଣୀରେ ପ୍ରଥମ ହୋଇଥିବା ଶୌରଭ ଅଗ୍ରୱାଲ, ଦ୍ୱିତୀୟ ବିଭାଶ ନାୟକ ଓ ତୃତୀୟ ଅନସିରାଜ ସିଂ, ଦ୍ଵାଦଶ ଶ୍ରେଣୀ ପାଇଁ ବିଜ୍ଞାନ ରେ ଅନିକେତ ଚୌବେ, କ୍ରିଶ ଗୁପ୍ତା, ଆର୍ୟନ କୁମାର ଓ ଅନୁସ୍କା ପ୍ରଧାନ ବାଣିଜ୍ୟ ରେ ବୁଶ୍ରା ବାନୋ , ଆଦିତି ଇପ୍ସିତା, ଇଶାନ ଶୁକ୍ଳା ପୁରସ୍କୃତ ହୋଇଥିଲେ । ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରେ ଶୁନି ରାଣୀ ପଣ୍ଡା, ସୁନନ୍ତ ପଣ୍ଡା, ହମିଦ କୁମାର ମହାପାତ୍ର, ରୁବି ଡାନିଏଲ, ପିଙ୍କି ଭଟ୍ଟାଚାର୍ଯ୍ୟି, ସୀମା ସାହୁ ଓ ଏମ ଡି ସାହିଦ ଙ୍କୁ ସମ୍ମାନୀତ କରାଯାଇଥିଲା । ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ହଜାର ହଜାର ଦର୍ଶକ ଉପସ୍ଥିତ ରହି ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ କରିଥିଲେ ଓ ପ୍ରଂଶସା କରିଥିଲେ ।
    user_Soubhagya Ranjan Sahu
    Soubhagya Ranjan Sahu
    Belpahar, Jharsuguda•
    12 hrs ago
  • କଂଗ୍ରେସ ମହିଳା ସଶକ୍ତିକରଣ ବିରୋଧୀ @narendramodi @BJP4Odisha @BJP4India @CMO_Odisha @PMOIndia #NarendraModi #Congress #WomenReservationBill2026କଂଗ୍ରେସ ମହିଳା ସଶକ୍ତିକରଣ ବିରୋଧୀ @narendramodi @BJP4Odisha @BJP4India @CMO_Odisha @PMOIndia #NarendraModi #Congress #WomenReservationBill2026
    1
    କଂଗ୍ରେସ ମହିଳା ସଶକ୍ତିକରଣ ବିରୋଧୀ
@narendramodi
@BJP4Odisha
@BJP4India
@CMO_Odisha
@PMOIndia
#NarendraModi #Congress #WomenReservationBill2026କଂଗ୍ରେସ ମହିଳା ସଶକ୍ତିକରଣ ବିରୋଧୀ
@narendramodi
@BJP4Odisha
@BJP4India
@CMO_Odisha
@PMOIndia
#NarendraModi #Congress #WomenReservationBill2026
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    3 hrs ago
  • Post by Purandar sahu
    1
    Post by Purandar sahu
    user_Purandar sahu
    Purandar sahu
    Salesperson ବରଗଡ଼, ବରଗଡ଼, ଓଡ଼ିଶା•
    23 hrs ago
  • ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ଦିନକୁ ଦିନ ତାତି ବୃଦ୍ଧି ପାଉଛି। ଜମନକିରା ବ୍ଲକ୍ ୨୧ ଗୋଟି ପଞ୍ଚାୟତ ର ଗ୍ରାମାଞ୍ଚଳ ରେ ପିଇବା ପାଣି ସମସ୍ୟା ଉଦବେଗ ଜନକ ସ୍ଥିତି ରେ ପହଂଚିଛି। ଗ୍ରାମାଞ୍ଚଳ ଲୋକେ ଗାଧୁଆ ପାଧୁଆ ଠାରୁ ଆରମ୍ଭ କରି ପାନୀୟ ଜଳ ସଂଗ୍ରହ ପର୍ଯ୍ୟନ୍ତ କେବଳ ନଳକୂଅ ଉପରେ ନିର୍ଭର କରି ଚଲୁଛନ୍ତି। ଜିଲ୍ଳା ପ୍ରଶାସନ ପକ୍ଷରୁ ଉତ୍କଟ ପାନୀୟ ଜଳାଭାବ ରୋକିବାକୁ ଜଳଛତ୍ର ମାନ ଖୋଲି ଉଦ୍ୟମ କରୁଥିଲେ ହେଁ ଏହାର ସ୍ଥାୟୀ ମୁକାବିଲା ହୋଇପାରୁନାହିଁ।
    1
    ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ଦିନକୁ ଦିନ ତାତି ବୃଦ୍ଧି ପାଉଛି। ଜମନକିରା ବ୍ଲକ୍ ୨୧ ଗୋଟି ପଞ୍ଚାୟତ ର ଗ୍ରାମାଞ୍ଚଳ ରେ ପିଇବା ପାଣି ସମସ୍ୟା ଉଦବେଗ ଜନକ ସ୍ଥିତି ରେ ପହଂଚିଛି। ଗ୍ରାମାଞ୍ଚଳ ଲୋକେ ଗାଧୁଆ ପାଧୁଆ ଠାରୁ ଆରମ୍ଭ କରି ପାନୀୟ ଜଳ ସଂଗ୍ରହ ପର୍ଯ୍ୟନ୍ତ କେବଳ ନଳକୂଅ ଉପରେ ନିର୍ଭର କରି ଚଲୁଛନ୍ତି। ଜିଲ୍ଳା ପ୍ରଶାସନ ପକ୍ଷରୁ ଉତ୍କଟ ପାନୀୟ ଜଳାଭାବ ରୋକିବାକୁ ଜଳଛତ୍ର ମାନ ଖୋଲି ଉଦ୍ୟମ କରୁଥିଲେ ହେଁ ଏହାର ସ୍ଥାୟୀ ମୁକାବିଲା ହୋଇପାରୁନାହିଁ।
    user_Rajendra Nayak
    Rajendra Nayak
    Voice of people ଜମନକିରା, ସମ୍ବଲପୁର, ଓଡ଼ିଶା•
    4 hrs ago
  • ମାଙ୍କଡ 🐒 ପିଲା ର ଜିବନ ବଞ୍ଜେଇ ଦେଲା
    1
    ମାଙ୍କଡ 🐒 ପିଲା ର ଜିବନ ବଞ୍ଜେଇ ଦେଲା
    user_Ghana Shyam Rana Digital Art
    Ghana Shyam Rana Digital Art
    Photographer ଜମନକିରା, ସମ୍ବଲପୁର, ଓଡ଼ିଶା•
    15 hrs ago
  • ଦିନକୁ ଦିନ ସରକାରଙ୍କ ବିକଶିତ ଯୋଜନା କାର୍ଯ୍ୟକାରୀ ହେଉଥିବା ବେଳେ ସବଡେଗା ରେ ଜଳସେଚନ ବିଭାଗର ଏକ ହରିଦ୍ରାଲେପନ୍ କାର୍ଯ୍ୟ ସାମ୍ନା କୁ ଆସିଛି । ଚାଷୀଙ୍କ ପାଇଁ ଜଳସେଚନ ନିତାନ୍ତ ଆବଶ୍ୟକ ଥିବାବେଳେ ଜଳସେଚନ ର ବିଭାଗୀୟ କତୃପକ୍ଷ ପ୍ରକୃତ କାର୍ଯ୍ୟ ନ କରି ଲୋକଙ୍କ ଟଙ୍କାର ଅପଵ୍ୟୟ କରିଥିବା ଘଟଣା ସାମ୍ନାକୁ କୁ ଆସିଛି । ସବଡେଗା ର ମୁଖ୍ୟ କେନାଲ ସଙ୍କଟ ରେ ଥିବା ସହିତ ଆଜି ର ସମୟରେ ଅନେକ ଅନାବନା ଗଛ ସହିତ ଅନେକ ଅପରିତକତ୍ୟ ଜିନିଷ ଭରି ରହିବା କାରଣରୁ ପାଣି ଗନ୍ଧ ହେବା ସହିତ ଏଥିରେ ମଶା ମାଛି ହେବାର ଦେଖିବାକୁ ମିଳୁଛି । ତା ସହିତ କ୍ରମାଗତ ଭାବରେ ତାର ରକ୍ଷଣାବେକ୍ଷଣ ନ ହେବା କାରଣରୁ ତାହା ଏକ ଆବର୍ଜନା ର ପେନ୍ଥ ସ୍ଥଳ ପାଲଟିଛି । ଦିନ ସମୟରେ ଅନେକ ପ୍ରକାର ବିଷଧର ସରୀସୃପ ଦେଖିବାକୁ ମିଳୁଥିବା ଅଞ୍ଚଳବାସୀଙ୍କ ସୂତ୍ରରୁ ଜଣାପଡିଛି । ଏସବୁ ଉପରେ ଧ୍ୟାନ ନ ଦେଇ ଜଳସେଚନ ବିଭାଗ କେନାଲ ଉପରେ ରାସ୍ତା ତିଆରି କରୁଥିବାରୁ ମିଳିଥିବାବେଳେ ତାର ପ୍ରୋଜେକ୍ଟ ପିଲର ରେ ସଠିକ୍ ତଥ୍ୟ ଦେଖା ନ ଯିବା ସାଧାରଣରେ ଚର୍ଚ୍ଚା ହେଉଛି । ତା ସହିତ ସବଡେଗା ଅଞ୍ଚଳ ର ପ୍ରତ୍ୟେକ କେନାଲ ବିପର୍ଯ୍ୟସ୍ତ ଅବସ୍ଥାରେ ଥିବାବେଳେ ତାର ଉନ୍ନତି କରଣ ନ ହୋଇ ଅନ୍ୟ ଦିଗରେ ଟଙ୍କା ଖର୍ଚ୍ଚ ହେବା ଏକ ଅନ୍ୟ ଦିଗକୁ ଇଙ୍ଗିତ କରିଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ବଢ଼ାଇବାରେ ଲାଗିଛି । ଦେଖିବାକୁ ବାକି ରହିଲା ଜଳସେଚନ ବିଭାଗ ଏଥିପ୍ରତି କେବେ ଦୃଷ୍ଟି ଦେବ ।
    1
    ଦିନକୁ ଦିନ ସରକାରଙ୍କ ବିକଶିତ ଯୋଜନା କାର୍ଯ୍ୟକାରୀ ହେଉଥିବା ବେଳେ ସବଡେଗା ରେ ଜଳସେଚନ ବିଭାଗର ଏକ ହରିଦ୍ରାଲେପନ୍ କାର୍ଯ୍ୟ ସାମ୍ନା କୁ ଆସିଛି । ଚାଷୀଙ୍କ ପାଇଁ ଜଳସେଚନ ନିତାନ୍ତ ଆବଶ୍ୟକ ଥିବାବେଳେ ଜଳସେଚନ ର ବିଭାଗୀୟ କତୃପକ୍ଷ ପ୍ରକୃତ କାର୍ଯ୍ୟ ନ କରି  ଲୋକଙ୍କ ଟଙ୍କାର ଅପଵ୍ୟୟ କରିଥିବା ଘଟଣା ସାମ୍ନାକୁ କୁ ଆସିଛି । ସବଡେଗା ର ମୁଖ୍ୟ କେନାଲ ସଙ୍କଟ ରେ ଥିବା ସହିତ ଆଜି ର ସମୟରେ ଅନେକ ଅନାବନା ଗଛ ସହିତ ଅନେକ ଅପରିତକତ୍ୟ ଜିନିଷ ଭରି ରହିବା କାରଣରୁ  ପାଣି ଗନ୍ଧ ହେବା ସହିତ ଏଥିରେ ମଶା ମାଛି  ହେବାର ଦେଖିବାକୁ ମିଳୁଛି । ତା ସହିତ କ୍ରମାଗତ ଭାବରେ ତାର ରକ୍ଷଣାବେକ୍ଷଣ ନ ହେବା କାରଣରୁ ତାହା ଏକ ଆବର୍ଜନା ର ପେନ୍ଥ ସ୍ଥଳ ପାଲଟିଛି । ଦିନ ସମୟରେ   ଅନେକ ପ୍ରକାର ବିଷଧର ସରୀସୃପ  ଦେଖିବାକୁ ମିଳୁଥିବା ଅଞ୍ଚଳବାସୀଙ୍କ ସୂତ୍ରରୁ ଜଣାପଡିଛି । ଏସବୁ ଉପରେ ଧ୍ୟାନ ନ ଦେଇ ଜଳସେଚନ ବିଭାଗ କେନାଲ ଉପରେ ରାସ୍ତା ତିଆରି କରୁଥିବାରୁ ମିଳିଥିବାବେଳେ ତାର ପ୍ରୋଜେକ୍ଟ ପିଲର ରେ ସଠିକ୍ ତଥ୍ୟ ଦେଖା ନ ଯିବା ସାଧାରଣରେ ଚର୍ଚ୍ଚା ହେଉଛି । ତା ସହିତ ସବଡେଗା ଅଞ୍ଚଳ ର ପ୍ରତ୍ୟେକ କେନାଲ ବିପର୍ଯ୍ୟସ୍ତ ଅବସ୍ଥାରେ ଥିବାବେଳେ ତାର ଉନ୍ନତି କରଣ ନ ହୋଇ ଅନ୍ୟ ଦିଗରେ ଟଙ୍କା ଖର୍ଚ୍ଚ ହେବା ଏକ ଅନ୍ୟ ଦିଗକୁ ଇଙ୍ଗିତ କରିଥିବା ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ବଢ଼ାଇବାରେ ଲାଗିଛି । ଦେଖିବାକୁ ବାକି ରହିଲା ଜଳସେଚନ ବିଭାଗ ଏଥିପ୍ରତି କେବେ ଦୃଷ୍ଟି ଦେବ ।
    user_Raju kumar patel
    Raju kumar patel
    Mechanic ତାଳସରା, ସୁନ୍ଦରଗଡ଼, ଓଡ଼ିଶା•
    19 hrs ago
  • ସୋସିଆଲ ମିଡିଆ ଫେସବୁକ ରେ ମିଥ୍ୟା ଆରୋପ ଲଗାଇ ସମ୍ମାନ ହାନି ଓ ବଦନାମ କରିଥିବାରୁ ଥାନା ରେ FIR ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜ ପୁର ବିଧାୟକ ଇଂ ରଘୁନାଥ ଜଗଦଲା ଙ୍କୁ ଶ୍ରୀ ପ୍ରକାଶ ପଧାନ Social Talk ନାମ ରେ ପେଜ ଖୁଲି ସୋସିଆଲ ମିଡିଆ ଫେସବୁକ ରେ ମିଥ୍ୟା ଆରୋପ ଲଗାଇ ସମ୍ମାନ ହାନି ଓ ବଦନାମ କରିଥିବାରୁ ଉଲୁଣ୍ଡା ଥାନା ରେ FIR ଦେଲେ ଶ୍ରୀ ମୁକୃ କୁମାର ବାଘ ସୂଚନା ମୁତାବକ ଗତ ୧୪/୦୪ ୨୬ ରିଖ ଦିନ ୧.୩୦ ମି ପାଖାପାଖି ବିରମହାରାଜପୁର ମୁଖ୍ୟ ଛକରେ ହୋଇଥିବା ଦୂର୍ଭାଗ୍ୟ ଜନକ ଘଟଣା ରେ ବିଧାୟକ ତଥା ଆମ୍ଭେ ସମସ୍ତେ ମର୍ମାହତ । ଉକ୍ତ ଘଟଣା ସମୟରେ ବିଧାୟକ ଇଂ ରଘୁନାଥ ଜଗଦଲା ଘଟଣା ସ୍ଥଲରେ ଉପସ୍ଥିତ ନ ଥିବା ଓ ଘଟଣା ସ୍ଥଳରୁ ୨୫ କିମି ଦୂରରେ ଉଲୁଣ୍ଡା ସ୍ଥିତ ଏକ କାର୍ଯ୍ୟକ୍ରମ ରେ ଥିବା ସପ୍ତେ ଵିଧାୟକ ଙ୍କୁ ଦୋଷ କରି ଵିଧାୟକ ଙ୍କ ଉପସ୍ଥିତି ରେ ଏମିତି କାଣ୍ଡ ହୋଇଅଛି କହି ଵିଧାୟକ ଙ୍କୁ ଵଦନାମ କରିଵା,ସମ୍ମାନ ହାନି କରିବା ସାଧାରଣ ଜନତା ମନରେ ବିଜେପି ଓ ଵିଧାୟକ ଙ୍କ ପ୍ରତି ଘୃଣାଭାବ ସୃଷ୍ଟି କରିବା ଉଦ୍ଦେଶ୍ଯରେ ଉକ୍ତ ଶ୍ରୀ ପ୍ରକାଶ ପଧାନ ଅପପ୍ରଚାର ଚଲାଇଅଛି । ଉକ୍ତ ଘଟଣା ସମୟରେ କିଛି ରାଜନୈତିକ ଦଲର ନେତୃଵୁନ୍ଦ ଓ ଅସାମାଜିକ ବ୍ୟକ୍ତି ଙ୍କୁ ଘଣ୍ଟ ଘୋଡାଇ ଉଦ୍ଧେଶ୍ୟ ମୂଲକ ଵାଵେ ବିଧାୟକ ଓ ଵିଜେପି ପାଟି କୁ ଵଦନାମ କରୁଛନ୍ଥି । ଏଣୁ ଉପଯୁକ୍ତ ତଦନ୍ତ କରାଯାଇ ଶ୍ରୀ ପ୍ରକାଶ ପଧାନ (Social Talk ) ଓ ତାଙ୍କୁ ମିଥ୍ଯା ତଥ୍ଯ ପ୍ରଦାନ କରିଥିବା ବ୍ଯକ୍ତି ବିଷେସ ମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଦ୍ଧ କାର୍ଯ୍ୟାନୁଷ୍ଟାନ ଗ୍ରହନ କରାଯାଉ ଅନ୍ୟାଥା ଆଗକୁ ଜାତିଆନ ଗଣ୍ଡୋଗଲ ବିଦ୍ବେଷ ,ଘୃଣାଭାବ ଗଡିଵା ଏବଂ ଏହା ଉଗ୍ରରୁପ ନେବବୋଲି ଆଶଙ୍କା କରାଯାଏ ।
    1
    ସୋସିଆଲ ମିଡିଆ ଫେସବୁକ ରେ ମିଥ୍ୟା ଆରୋପ ଲଗାଇ ସମ୍ମାନ ହାନି ଓ ବଦନାମ କରିଥିବାରୁ ଥାନା ରେ FIR
ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜ ପୁର ବିଧାୟକ ଇଂ ରଘୁନାଥ ଜଗଦଲା ଙ୍କୁ ଶ୍ରୀ ପ୍ରକାଶ ପଧାନ  Social Talk ନାମ ରେ ପେଜ ଖୁଲି   ସୋସିଆଲ ମିଡିଆ ଫେସବୁକ ରେ ମିଥ୍ୟା ଆରୋପ ଲଗାଇ ସମ୍ମାନ ହାନି ଓ ବଦନାମ କରିଥିବାରୁ ଉଲୁଣ୍ଡା  ଥାନା ରେ FIR ଦେଲେ ଶ୍ରୀ ମୁକୃ କୁମାର ବାଘ ସୂଚନା ମୁତାବକ ଗତ ୧୪/୦୪ ୨୬ ରିଖ ଦିନ ୧.୩୦ ମି ପାଖାପାଖି ବିରମହାରାଜପୁର ମୁଖ୍ୟ ଛକରେ ହୋଇଥିବା ଦୂର୍ଭାଗ୍ୟ ଜନକ ଘଟଣା ରେ ବିଧାୟକ ତଥା ଆମ୍ଭେ ସମସ୍ତେ ମର୍ମାହତ  । ଉକ୍ତ ଘଟଣା ସମୟରେ ବିଧାୟକ ଇଂ ରଘୁନାଥ ଜଗଦଲା ଘଟଣା ସ୍ଥଲରେ ଉପସ୍ଥିତ ନ ଥିବା ଓ ଘଟଣା ସ୍ଥଳରୁ ୨୫ କିମି ଦୂରରେ ଉଲୁଣ୍ଡା ସ୍ଥିତ ଏକ କାର୍ଯ୍ୟକ୍ରମ ରେ ଥିବା ସପ୍ତେ ଵିଧାୟକ ଙ୍କୁ ଦୋଷ କରି ଵିଧାୟକ ଙ୍କ ଉପସ୍ଥିତି ରେ  ଏମିତି କାଣ୍ଡ ହୋଇଅଛି  କହି ଵିଧାୟକ ଙ୍କୁ  ଵଦନାମ କରିଵା,ସମ୍ମାନ ହାନି କରିବା ସାଧାରଣ ଜନତା ମନରେ ବିଜେପି ଓ ଵିଧାୟକ ଙ୍କ ପ୍ରତି ଘୃଣାଭାବ ସୃଷ୍ଟି କରିବା ଉଦ୍ଦେଶ୍ଯରେ ଉକ୍ତ ଶ୍ରୀ ପ୍ରକାଶ ପଧାନ ଅପପ୍ରଚାର ଚଲାଇଅଛି ।  ଉକ୍ତ ଘଟଣା ସମୟରେ କିଛି ରାଜନୈତିକ ଦଲର ନେତୃଵୁନ୍ଦ ଓ ଅସାମାଜିକ ବ୍ୟକ୍ତି ଙ୍କୁ ଘଣ୍ଟ ଘୋଡାଇ ଉଦ୍ଧେଶ୍ୟ ମୂଲକ ଵାଵେ ବିଧାୟକ ଓ ଵିଜେପି ପାଟି କୁ ଵଦନାମ କରୁଛନ୍ଥି । ଏଣୁ ଉପଯୁକ୍ତ ତଦନ୍ତ କରାଯାଇ ଶ୍ରୀ ପ୍ରକାଶ ପଧାନ (Social Talk ) ଓ ତାଙ୍କୁ ମିଥ୍ଯା ତଥ୍ଯ ପ୍ରଦାନ କରିଥିବା  ବ୍ଯକ୍ତି ବିଷେସ ମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଦ୍ଧ କାର୍ଯ୍ୟାନୁଷ୍ଟାନ ଗ୍ରହନ କରାଯାଉ ଅନ୍ୟାଥା ଆଗକୁ ଜାତିଆନ ଗଣ୍ଡୋଗଲ ବିଦ୍ବେଷ ,ଘୃଣାଭାବ ଗଡିଵା ଏବଂ ଏହା ଉଗ୍ରରୁପ ନେବବୋଲି ଆଶଙ୍କା କରାଯାଏ ।
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    32 min ago
  • सड़क बनाने के नाम पर लाखों का घोटाला बामरा #Bigbreakingnews #bamraupdate #latestnews
    1
    सड़क बनाने के नाम पर लाखों का घोटाला बामरा #Bigbreakingnews #bamraupdate #latestnews
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    12 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.