Shuru
Apke Nagar Ki App…
Social Service
More news from ଓଡ଼ିଶା and nearby areas
- Post by Social Service1
- ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଫରେଷ୍ଟ ରେଞ୍ଜ ଅଧିନସ୍ଥ ବିଭିନ୍ନ ଗାଁ ସହି ବସ୍ତି ରେ କର୍ମଗତ ଭାବେ ହାତୀମାନଙ୍କ ସହ ଜଙ୍ଗଲୀ ଜନ୍ତୁ ମାନଙ୍କ ଦାଉରୁ କିପରି ସୁରକ୍ଷା ମିଳିବ ସେ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି. ହିନ୍ଦୋଳ ରେ କ୍ରମାଗତ ହାତୀ ମାନଙ୍କ ସହ ଜଙ୍ଗଲିଜନ୍ତୁ ଉପଦ୍ରଵ ଏବେ ଚରମ ସୀମାରେ ପହଁଚିଛି.1
- କଣାସ ବ୍ଲକ ର ଅଣ୍ଡାଳସିଂହ ନିକଟରେ ଆଜି ସନ୍ଧ୍ୟାରେ ବାଇକି ଓଡି13ୟୁ 9407 ମଟର ସାଇକେଲରେ ଯୋଗେ ଦୁଇ ଜଣ ଯୁବକ ଆସୁଥିବା ବେଳେ ଗୋଟିଏ କାର ଓଡି 02ବି ଜେ 1368 ନାଲି ରଙ୍ଗର କାର ଟି ବାଇକି କୁ ଧକା ଦେବାରୁ ବାଇକିରେ ଆସୁଥିବା ସତ୍ୟବାଦୀ ମଧୁବନ ଅଂଚଳର ନାରାୟଣ ସାହୁଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇ ଯାଇଥିବା ବେଳେ ଆଉ ଜଣେ ଯୁବକ ଗୁରୁତର ଭାବେ ଆହତ ହୋଇ କଣାସ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିଶ୍ଚିତ ହେଉଛନ୍ତି, ଖବର ପାଇ କଣାସ ପୁଲିସ ଘଟଣା ସ୍ଥଳରେ ପହଂଚି କାରକୁ ଜବତ କରି ତଦନ୍ତ ଚଳାଇଛନ୍ତି |2
- ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଭଏରପୁର ଗ୍ରାମପଞ୍ଚାୟତର ସାନ୍ତରାପୁର ଗ୍ରାମରେ ଅଷ୍ଟମ ଦୋଳ ମେଲଣ ଉତ୍ସବ ଅନୁଷ୍ଠିତ।ହୋଇଯାଇଛି। ଦୁଇଟି ପଞ୍ଚାୟତ ଭଏରପୁର ଓ ବୁଢ଼ୀବିଲି ଗ୍ରାମପଞ୍ଚାୟତର ବିଭିନ୍ନ ଗ୍ରାମରୁ ୧୩ଟି ବିମାନରେ ଶ୍ରୀଜୀଉ ମାନଙ୍କୁ ପଟୁଆର ସହିତ ଲଉଡି ଖେଳ ସାଙ୍ଗକୁ ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ୧୩ଟି ବିମାନରେ ଶ୍ରୀଜୀଉ ମାନଙ୍କୁ ଗ୍ରାମ ପରିକ୍ରମା କରିବା ସହିତ ପ୍ରଭୁଙ୍କର ପୂଜାର୍ଚ୍ଚନା କରାଯାଇଥିଲା।ରୀତିନୀତି ଅନୁଯାୟୀ ଶୋଭାଯାତ୍ରାରେ ଲଉଡ଼ିନୃତ୍ୟ,ସଂକୀର୍ତ୍ତନ ମଣ୍ଡଳୀରେ ଗାଁ ପ୍ରକମ୍ପିତ ହୋଇଥିଲା। ଗ୍ରାମ କମିଟି କର୍ମକର୍ତ୍ତାଙ୍କ ସହ ଗ୍ରାମବାସୀମାନେ ଏହି ଉତ୍ସବ ସହଯୋଗ କରିଥିଲେ ।1
- ଢେଙ୍କାନାଳ ସହରର ଜୁବୁଲି ଟାଉନ ସ୍ଥିତ ଯଦୁପତି ବି ହାର ଠାରେ ଅବସ୍ଥିତ ରାଧା କୣଷ୍ଣ ମନ୍ଦିର ବ୍ରହ୍ମଣୀ ଦେଇ ଠାରୁ ଐକ ବିରାଟ ଶେଭାଯାତ୍ରା ସହର ପରିକ୍ରମା କରି ବଡ ଧୁମ ଧାମ ସହ ସହର ପରିକ୍ରମା କରିଥିଲେ ଐଥିରେ ଡିଜେ ବାଜା ସଂକିତ୍ତନ ମଣ୍ଢଳୀ ପ୍ରାୟ ସତର ଟି ଲଉଡି ଦଳ ଯେଗଦାନ କରିଥିଲେ ରାଧାରାଣୀ କୣଣ୍ଣଙ୍କ ଜୟ ଜୟକାର ରାମନାମ ରେ ସହରରେ ଏକ ମଧୁର ପରିବେଶ ସ୍ତଷ୍ଟି ହୋଇଥିଲା1
- Post by NEWS MANORANJAN1
- ଘରୋଇ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇଲା ବିଜେଡି..ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକରେ ଥାଳି ଗିନା ବାଡେଇ ପ୍ରତିବାଦ କଲା ଦଳ l1
- Post by Social Service1